< ୨ୟ କରନ୍ତିୟ 13 >
1 ୧ ଏଟାସଙ୍ଗ୍ ତିନ୍ତର୍ ଅଇଲାବେ ତମର୍ ଲଗେ ମୁଇ ଆଇଲିନି । ସାସ୍ତର୍ କଇଲାପାରା "ମଣ୍ଡଲିର୍ ବାଇମନର୍ ବିରୁଦେ ନିନ୍ଦା କାତା ଉଟ୍ଲେ, ସେଟା ତିନ୍ ଲକ୍ ନଇଲେ ଦୁଇଲକର୍ ସାକିର୍ ମୁଆଟେ ସବୁଜାକ ରାଜିନାମା କରାଇବାର୍ ଆଚେ ।
तुम्हारे पास मैं तीसरी बार आ रहा हूं. “हर एक बात की पुष्टि के लिए दो या तीन गवाहों की ज़रूरत होती है.”
2 ୨ ଆଗେ ପାପ୍କରି ରଇବା ଲକ୍ମନ୍କେ, ଆରି ଏବେ ପାପ୍ କଲା ଲକ୍ମନ୍କେ ମୁଇ ତମର୍ ଲଗେ ଦୁଇପାଲି ଆଇଲା ବେଲେ କଇରଇଲି । ମୁଇ ତେଇ ନ ଆଇବା ଆଗ୍ତୁ କଇଲିନି, ମୁଇ ଆରିତରେକ୍ ଆଇଲାବେଲେ କେ ଜଦି ତାକର୍ ପାପେ ଅନି ନ ବାଉଡତ୍, । ସେମନ୍କେ ଦୟା ନ ଦେକାଇ ।
वहां अपने दूसरी बार ठहरने के अवसर पर मैंने तुमसे कहा था और अब वहां अनुपस्थित होने पर भी वहां आने से पहले मैं उन सबसे यह कह रहा हूं: जिन्होंने अतीत में पाप किया है तथा बाकी लोगों से भी, यदि मैं फिर आऊंगा तो किसी पर दया न करूंगा
3 ୩ ମୁଇ କଇବାଟା ଏ ସବୁ କିରିସ୍ଟର୍ ଆଦେସେ ଅନି ଆଚେବଲି ଜାନ୍ବାକେ ଚିନ୍ ମାଙ୍ଗ୍ଲାସ୍ନି । ମୁଇ ତମ୍କେ ଡଣ୍ଡ୍ ଦେଲାବେଲେ ସେ ଚିନ୍ ବିସଇ ଜାନ୍ସା । କିରିସ୍ଟ ତମର୍ ବିତ୍ରେ କାଇ କାମ୍ କଲେ ମିସା ବପୁର୍ ସଙ୍ଗ୍ କର୍ସି, ଦୁର୍ବଲ୍ ଅଇକରି ନାଇ ।
क्योंकि तुम यह सबूत चाहते हो कि जो मेरे द्वारा बातें करते हैं, वह मसीह हैं और वह तुम्हारे प्रति निर्बल नहीं परंतु तुम्हारे मध्य सामर्थ्यी हैं.
4 ୪ କାଇକେବଇଲେ କୁର୍ସେ ଚଗାଇଲାବେଲେ ସେ ଦୁର୍ବଲ୍ ପାରା ଡିସ୍ଲେ ମିସା ପର୍ମେସରର୍ ବପୁସଙ୍ଗ୍ ସେ ବଁଚିଆଚେ । ସେନ୍ତାରିସେ କିରିସ୍ଟର୍ତେଇ ମିସି ରଇଲାର୍ପାଇ ଆମେ ମିସା ଦୁର୍ବଲ୍ ପାରା ଡିସ୍ଲୁନି । ମାତର୍ ପର୍ମେସରର୍ ବପୁ ସଙ୍ଗ୍ ଜିଇ ରଇବୁ ଆରି ତମର୍ ବିତ୍ରେ କର୍ବା ଜନ୍ କାମେ ମିସା ତାର୍ ବପୁ ରଇସି ।
वास्तव में वह दुर्बलता की अवस्था में ही क्रूसित किए गए, फिर भी वह परमेश्वर के सामर्थ्य में जीवित हैं. निःसंदेह हम उनमें कमजोर हैं, फिर भी हम तुम्हारे लिए परमेश्वर के सक्रिय सामर्थ्य के कारण उनके साथ जीवित रहेंगे.
5 ୫ ତମେ ନିଜେ ନିଜେ ବିସ୍ବାସେ ଆଚାସ୍ କି ନାଇ, ବିଚାର୍ କରି ଦେକା । ଜିସୁକିରିସ୍ଟ ତମର୍ ବିତ୍ରେ ବାସା ଅଇଆଚେ ବଲି ନାଜାନାସ୍ କି? ତମେ ବିସ୍ବାସ୍ କରାସ୍ ନାଇକେ, କିରିସ୍ଟ ତମର୍ଟାନେ ବାସା ଅଏନାଇ ।
स्वयं को परखो कि तुम विश्वास में हो या नहीं. अपने आपको जांचो! क्या तुम्हें यह अहसास नहीं होता कि मसीह येशु तुममें हैं? यदि नहीं तो तुम कसौटी पर खरे नहीं उतरे.
6 ୬ ମାତର୍ ମୁଇ ଆସା କଲିନିଜେ, ଆମେ ସବୁଲକ୍ କିରିସ୍ଟର୍ ପେରିତ୍ ଅଇଆଚୁ ।
मुझे भरोसा है कि तुम यह जान जाओगे कि हम कसौटी पर खोटे नहीं उतरे.
7 ୭ ତମେ କାଇ କରାପ୍ କାମ୍ ନ କରା ବଲି, ଆମେ ପର୍ମେସର୍କେ ଗୁଆରି କଲୁନି । ଇତି ପୁରାପୁରୁନ୍ ଟିକ୍ କରିଆଚୁ ବଲି ଆମେ ଦେକାଇବାକେ ଜାଉନାଇ, ମାତର୍ ସେଟା ନାପାରି ରଇଲେ ମିସା, ତମେ ଜେନ୍ତିକି ସତ୍କାମ୍ କର୍ସା, ଏଟାର୍ପାଇ ଆମେ ପାର୍ତନା କଲୁନି ।
हम परमेश्वर से प्रार्थना करते हैं कि तुमसे कोई गलती न हो. इसलिये नहीं कि हम भले दिखाई दें, परंतु इसलिये कि तुम वही करो, जो उचित है, फिर हम भले ही खोटे दिखाई दें.
8 ୮ ସତ୍ ବିସଇର୍ ବିରୁଦେ ଆମେ କାଇଟା ନ କରୁ, ମାତର୍ ତାର୍ ପାଇ ଟିଆ ଅଇବୁ ।
सच्चाई के विरोध में हम कुछ भी नहीं कर सकते. हम सच के पक्षधर ही रह सकते हैं.
9 ୯ ଜଦି ଲକ୍ମନ୍ ଆମ୍କେ ଦୁର୍ବଲ୍ ଆଚତ୍ ବଲି କଇଲେ ମିସା, ଆମେ ସାର୍ଦାସଙ୍ଗ୍ ଆଚୁ । ତମେ ଆକା ବିସ୍ବାସେ ଡାଁଟ୍ ରଇବାର୍ଆଚେ । ଆରି ତମର୍ ଚଲାଚଲ୍ତି ସିଦ୍ ଅଇଜାଅ ବଲି ଆମେ ଗୁଆରି କଲୁନି ।
हम अपने कमजोर होने तथा तुम्हारे समर्थ होने पर आनंदित होते हैं और यह प्रार्थना भी करते हैं कि तुम सिद्ध बन जाओ.
10 ୧୦ ମୁଇ ନ ଆଇତେ ଏ ସବୁଜାକ ତମ୍କେ କାଇକେ ଲେକ୍ଲିନି ବଇଲେ, ଜେନ୍ତିକି ମୁଇ ଆଇଲାବେଲେ ମାପ୍ରୁ ମକେ ଦେଇରଇବା ଅଦିକାର୍ ସଙ୍ଗ୍ ତମ୍କେ ଡଣ୍ଡ୍ ଦେବାକେ ନ ପଡେ । ଜନ୍ ଅଦିକାର୍ ତମର୍ ବିସ୍ବାସ୍ ବଡାଇବାକେ ଦେଲାଆଚେ, ମାତର୍ ସେଟା ଉନା କର୍ବାକେ ନାଇ ।
इस कारण दूर होते हुए भी मैं तुम्हें यह सब लिख रहा हूं कि वहां उपस्थिति होने पर मुझे प्रभु द्वारा दिए गए अधिकार का प्रयोग कठोर भाव में न करना पढ़े. इस अधिकार का उद्देश्य है उन्नत करना, न कि नाश करना.
11 ୧୧ ଏବେ ଏ ମର୍ ବାଇବଇନିମନ୍ ମୁଇ ରଇଲିନି । ତମର୍ ଚଲାଚଲ୍ତି ସିଦ୍ କର୍ବାକେ ଜବର୍ ଚେସ୍ଟା କରା । ମର୍ ଆଦେସ୍ ସବୁ ମାନିକରି ରୁଆ । ସବୁଲକ୍ ଗଟେକ୍ ମନ୍ ଅଇକରି ସାନ୍ତିଅଇ ରୁଆ । ତେବେ ଆଲାଦ୍ ଆରି ସାନ୍ତିର୍ ପର୍ମେସର୍ ତମର୍ ସଙ୍ଗ୍ ରଇସି ।
अंत में, प्रिय भाई बहनो, आनंदित रहो, अपना स्वभाव साफ़ रखो, एक दूसरे को प्रोत्साहित करते रहो, एक मत रहो, शांति बनाए रखो और प्रेम और शांति के परमेश्वर तुम्हारे साथ होंगे.
12 ୧୨ ତମେ ରୁଣ୍ଡ୍ଲା ବେଲେ ନିଜର୍ ନିଜର୍ ବିତ୍ରେ କିରିସ୍ଟର୍ ଆଲାଦେ ଜୁଆର୍ବେଟ୍ ଉଆ ।
पवित्र चुंबन से एक दूसरे को नमस्कार करो.
13 ୧୩ ଇତି ରଇବା ପର୍ମେସରର୍ ଲକ୍ମନ୍ ତମ୍କେ ଜୁଆର୍ ଜାନାଇଲାଇନି ।
सभी पवित्र लोग जो यहां हैं, उनकी ओर से नमस्कार.
14 ୧୪ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାଇଲାଟା, ପର୍ମେସରର୍ ଆଲାଦ୍ ଆରି ସୁକଲ୍ ଆତ୍ମାର୍ ମିସିକରି ରଇବାଟା, ତମର୍ ସବୁ ଲକର୍ ସଙ୍ଗ୍ ରଅ । ଜୁଆର୍ ।
प्रभु येशु मसीह का अनुग्रह, और परमेश्वर का प्रेम, और पवित्र आत्मा की सहभागिता तुम सभी के साथ बनी रहे.