< ୨ୟ କରନ୍ତିୟ 5 >
1 ୧ ଆମର୍ ଗାଗଡ୍ ତୁମ୍ ଟାନିକରି ବାନ୍ଦିରଇବା ଗର୍ପାରା । ଆରି ଆମେ ଜାନୁ ଜେ ଜେଡେବେଲେ ମିସା ଏଟା ବାଙ୍ଗି ଜାଇସି, ତେବେ ସର୍ଗେ ରଇବାପାଇ ଆମ୍କେ ଗଟେକ୍ ଗର୍ ଆଚେ । ଏଟା ନିଜେ ପର୍ମେସର୍ ତିଆର୍ କଲାଟା । ସେଟା କେବେ ବିନାସ୍ ନ ଅଏ । ସବୁ ଦିନର୍ପାଇ ରଇସି । (aiōnios )
2 ୨ ମାତର୍ ଆମେ ଏ ଜଗତେ ରଉ ରଉ ଏତ୍କି କସ୍ଟ ପାଇଲୁନି । ସର୍ଗେ ରଇବା ଆମର୍ ନୁଆ ଗାଗଡ୍ ଏବେଆକା ଆମ୍କେ ମିଲ ବଲି ଆମେ ମନ୍ କଲୁନି ।
3 ୩ କାଇକେବଇଲେ ମଲାତେଇଅନି ଆମ୍କେ ଉଟାଇଲାବେଲେ ଆମର୍ପାଇ ଗଟେକ୍ ଗାଗଡ୍ ଦର୍କାର୍ ଆଚେ ।
4 ୪ ଏ ଜଗତେ ଆମେ ବଁଚି ରଇଲାବେଲେ, ଇତିର୍ ଗାଗଡ୍ ନେଇକରି ଜେତ୍କି ଦୁକ୍ କସ୍ଟ ପାଇବାର୍ ଆଚେ, ସେଟା ସବୁ ବଇକରି ଆଉଜି ଗାଲୁନି । ମାତର୍ ଏ ଗାଗଡ୍ ଚାଡ୍ବାକେ ଆମେ ମନ୍ କରୁ ନାଇ । ସର୍ଗେ ଅନି ଆଇବା ନୁଆ ଗାଗଡ୍ ଆମ୍କେ ମିଲ ବଲି ମନ୍ କଲୁନି । ସେନ୍ତାର୍ଆଲେ ମରନ୍କେ ସର୍ପି ଦେଇରଇବା ଏ ଗାଗଡର୍ ବାଦୁଲେ ସବୁଦିନର୍ ପାଇ ଜିବନ୍ ରଇବା ଗଟେକ୍ ଗାଗଡ୍ ମିଲାଇବୁ ।
5 ୫ ମାତର୍ ପର୍ମେସର୍ ଆମର୍ପାଇ ଏ ସବୁ ବିସଇ ଜାଗାଇଦେଇ ସାରାଇଆଚେ । ଜେନ୍ତିକି ଆଇବା ଦିନ୍ମନ୍କେ ଏଟାସବୁ ଅଇସି । ଏଟା ସବୁ ସେ ପୁରାପୁରୁନ୍ କର୍ସି ବଲି ଆମ୍କେ ଚିନ୍ ଇସାବେ ସୁକଲ୍ ଆତ୍ମା ଦେଲାଆଚେ ।
6 ୬ ସେଟାର୍ ପାଇ ଆମେ ସବୁବେଲେ ସାଆସ୍ ଅଇକରି ଆଚୁ । ଏ ସାର୍ବା ଗାଗ୍ଡେ ଆମେ ରଉ ରଉ, ମାପ୍ରୁ ରଇବା ଗରେ ଅନି ଦୁରିକେ ବାସା ଅଇଆଚୁ ବଲି ଜାନିଆଚୁ ।
7 ୭ ଏ ଜଗତେ ରଇବା ଆମର୍ ଜିବନ୍, ପର୍ମେସର୍ଟାନେ ବିସ୍ବାସ୍ କରି ରଇଲୁନି । କାଇକେବଇଲେ ଜନ୍ ଜାଗାଇ ଆମେ ବାସା ଅଇବାକେ ଗାଲୁନି, ସେ ଜାଗା ଏବେଜାକ ଆମେ ଦେକୁ ନାଇତା ।
8 ୮ ଉଁ ଆମର୍ ବିସ୍ବାସ୍ ସବୁବେଲେ ଡାଁଟ୍ ଆଚେ । ଏ ସାରିଜିବା ଗାଗଡ୍ ଚାଡିକରି ମାପ୍ରୁର୍ ଗରେ ଜିବାକେ ବଲି ଆମେ ଜାନିଆଚୁ ।
9 ୯ ମାତର୍ ଏବେ ଆମେ ଜନ୍ତି ରଇଲେ ମିସା, ଏ ଜଗତେ ରଇଲେ କି, ପର୍ମେସର୍ ରଇବାଟାନେ ରଇଲେ ମିସା, ସେ ଜନ୍ଟା ଆମର୍ଟାନେଅନି ଆସା କଲାନି, ସେଟା ପୁରାପୁରୁନ୍ ଅ ବଲି ଆମେ ମନ୍ କଲୁନି ।
10 ୧୦ ଆମେ ସବୁଲକ୍ କିରିସ୍ଟର୍ ମୁଆଟେ ଆଇବାକେ ପଡ୍ସି । କାଇକେବଇଲେ ସେ ଆମର୍ କାମ୍ ବିଚାର୍ କର୍ସି । ଏ ଜଗତେ ରଇକରି ଆମେ ଜନ୍ଟା କଲୁଆଚୁ, ସେଟା ନିକ ଅ କି ନ ଅ, ସେ ଇସାବେ ଆମ୍କେ ଗଟେକ୍ ଗଟେକ୍ ଲକ୍କେ ବୁତି ମିଲ୍ସି ।
11 ୧୧ ଆମେ ଜାନିଆଚୁ ମାପ୍ରୁ ଆମ୍କେ ବିଚାର୍ କର୍ବାବେଲେ ଗଟେକ୍ ଡର୍ବା ବେଲା ଅଇସି । ସେଟାର୍ପାଇ ଆମେ ଲକ୍ମନ୍କେ ମାନାଇଲୁନି । ପର୍ମେସର୍ ଆମ୍କେ ପୁରାପୁରୁନ୍ ଜାନ୍ଲାନି । ଆରି ମୁଇ ଆସା କଲିନି ତମେ ମିସା ତମର୍ ମନେ ମନେ ମକେ ଜାନିରୁଆ ।
12 ୧୨ ଏଟା ସବୁ ଲେକିକରି ତମେ ଆମ୍କେ ଆରିତରେକ୍ ଏ ଲକ୍ ନିକ ବଲିକରି କୁଆଇଅଇବାକେ ଆମେ ମନ୍ କରୁନାଇ । ମାତର୍ ଆମେ ଆସା କର୍ବାଟା ଟିକ୍ ଆଚେ, ସେଟା ତମେ ଜାନା ବଲି ଆମେ ମନ୍ କଲୁନି । ଆରି ଜନ୍ ଲକ୍ମନ୍ ନିକ ଗୁନ୍ ନ ମାନିକରି, ବାଇରେ ଡିସ୍ବା ବିସଇଟାନେ ବଡ୍ପନ୍ ଅଇବାଇ, ସେମନ୍କେ ବୁଜାଇପାରାସ୍ ।
13 ୧୩ କେତେଲକ୍ ଆମେ ବାୟା ଅଇଗାଲୁଆଚୁ ବଲି ବାବ୍ବାଇ । ସେନ୍ତାର୍ଆଲେ ସେନ୍ତି ଅଇବାଟା ପର୍ମେସର୍ ମନ୍ କଲା ଇସାବେ । ଜଦି ଆମେ ନିକ ଆଚୁ ବଲି ବାବ୍ଲେ ସେଟା ତମର୍ ବଲ୍ ପାଇ ।
14 ୧୪ କିରିସ୍ଟର୍ ଆଲାଦ୍ ଆମ୍କେ ବାଟ୍ ଦେକାଇଲାନି । ସେଟା ଆମେ ଜାନିଆଚୁ । ସେଟାର୍ ଲାଗି ଆମେ ସବୁଲକ୍ ତାର୍ ମରନେ ମିସିଆଚୁ ।
15 ୧୫ ସେ ସବୁ ଲକର୍ପାଇ ମଲାଆଚେ । ଜେନ୍ତି କି ଜନ୍ଲକ୍ମନ୍ ବଁଚି ଆଚତ୍, ସେମନ୍ ନିଜର୍ ପାଇ ନ ବଁଚତ୍ । ଜେ ତାକର୍ ପାଇ ମରିକରି ଜିବନ୍ ଅଇ ଉଟ୍ଲା, ଅବ୍କା ତାର୍ ପାଇସେ ବଁଚ୍ବାର୍ ଆଚେ ।
16 ୧୬ ଏ ଜଗତର୍ ଲକ୍ମନ୍ ବିଚାର୍ କଲାପାରା ଆମେ ଲକ୍ମନ୍କେ ବିଚାର୍ନା କରୁନାଇ । ପୁର୍ବେ ଆମେ କିରିସ୍ଟକେ ମିସା ଏ ଜଗତର୍ ଲକ୍ ବିଚାର୍ କଲାପାରା କର୍ତେରଇଲୁ । ମାତର୍ ଏବେ ଆମେ ସେନ୍ତି କରୁନାଇ ।
17 ୧୭ ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
18 ୧୮ ଏଟା ସବୁ ପର୍ମେସର୍ କଲାଆଚେ । ସେ କିରିସ୍ଟକେ ଦେଇ ଆମ୍କେ ସତ୍ରୁ ରଇବା ତେଇଅନି ମଇତର୍ କରିଆଚେ । ବିନ୍ ଲକ୍ମନ୍କେ ମିସା ତାର୍ ମଇତର୍ କରାଇବା କାମ୍ ଆମ୍କେ ସର୍ପି ଦେଲାଆଚେ ।
19 ୧୯ ତେବେ ଆମେ ଏ ବିସଇ ଜାନାଇଦେଲୁନି, ଜେ କିରିସ୍ଟର୍ ଲାଗି ପର୍ମେସର୍ ସବୁ ମୁନୁସ୍ ଜାତିକେ ତାର୍ ନିଜର୍ ମଇତର୍ କରିପାର୍ସି । ଆରି ସେ ତାକର୍ ସବୁ ପାପ୍ କେମା କରିଦେଇସି । ବିନ୍ ଲକ୍ମନ୍କେ ମିସା ତାର୍ ମଇତର୍ କରାଇବା କାମ୍ ଆମ୍କେ ସର୍ପି ଦେଲାଆଚେ ।
20 ୨୦ ପର୍ମେସର୍ ଆମ୍କେ ଦେଇ ତମ୍କେ ବାବୁଜିଆ କଲାନି । ଏଟାର୍ପାଇ କିରିସ୍ଟ ଆମ୍କେ ପାଟାଇଲା ଆଚେ । ଆରି କିରିସ୍ଟର୍ ଲାଗି ଆମେ ମିସା ତମ୍କେ ବାବୁଜିଆ କଲୁନି । ପର୍ମେସର୍ ତମ୍କେ ସତ୍ରୁଟାନେଅନି ମଇତର୍ କର ।
21 ୨୧ କିରିସ୍ଟକେ କାଇ ପାପ୍ ନ ରଇଲା । ମାତର୍ ଆମର୍ ପାପର୍ ପାଇ ଆକା ସେ ଡଣ୍ଡ୍ ପାଅ ବଲି ପର୍ମେସର୍ ଟିକ୍ କଲା । କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ଏବେ ପର୍ମେସର୍ ଆମ୍କେ ଦରମ୍ ଲକ୍ ଇସାବେ ଦେକ୍ଲାନି ।