< ୨ୟ କରନ୍ତିୟ 9 >
1 ୧ ଜିଉଦାଦେସେ ରଇବା ପର୍ମେସରର୍ ଲକ୍ମନ୍କେ ଦାନ୍ ଦେଇ ପାଟାଇତେରଇବା ଡାବୁ ବିସଇ ତମ୍କେ ଆରି ମୁଇ ନ ଲେକି ।
Car de vous écrire touchant la collecte qui se fait pour les Saints, ce me serait une chose superflue.
2 ୨ କାଇକେବଇଲେ ମୁଇ ଜାନି ଆଚି, ତମେ ସବୁବେଲେ ସାଇଜ କର୍ବାକେ ସାର୍ଦା ଅଇଲାସ୍ନି । ଆରି ମୁଇ ବଡ୍ପନ୍ ଅଇ ତମର୍ ବିସଇନେଇ ମାକିଦନିଆର୍ ଲକ୍ମନ୍କେ କଇ ଆଚି । ମୁଇ କଇଲି “ଆକାୟାର୍ ବାଇବଇନିମନ୍ ପରୁଅନି ସାଇଜ କର୍ବାକେ ଜାଗିଆଚତ୍ ।” ସେମନ୍ ଏଟା ସୁନ୍ଲାବେଲେ ତାକର୍ ବିତ୍ରେ ଅନି ବେସି ଲକ୍ ଦେବାକେ ମନ୍ କଲାଇ ।
Vu que je sais la promptitude de votre zèle, en quoi je me glorifie de vous devant ceux de Macédoine, [leur faisant entendre] que l'Achaïe est prête dès l'année passée; et votre zèle en a excité plusieurs.
3 ୩ ଏବେ ମୁଇ ଏ ବାଇବଇନିମନ୍କେ ପାଟାଇଲିନି । ଜେନ୍ତିକି ତମର୍ ବିସଇନେଇ ମୁଇ ବଡ୍ପନ୍ ଅଇ କଇଲାଟା ଅବ୍କା କାତାଇ ନ ରଅ । ମାତର୍ ମୁଇ କଇଲାପାରା ତମେ ଦାନ୍ ଦେବା ଡାବୁସଙ୍ଗ୍ ଜାଗ୍ରତ୍ ଅଇ ରୁଆ ।
Or j'ai envoyé ces frères, afin que ce en quoi je me suis glorifié de vous, ne soit pas vain en cette occasion, et que vous soyez prêts, comme j'ai dit.
4 ୪ ମାତର୍ ମାକିଦନିଆର୍ ଲକ୍ମନ୍ ଜଦି ମର୍ ସଙ୍ଗ୍ ଆସି ତମେ ଜାଗ୍ରତ୍ ନ ଅଇଲାଟା ଦେକ୍ଲେ, ତାକର୍ ମୁଆଟେ ଆମେ ଲାଜ୍ ଅଇଜିବାର୍ ଅଇସି । ଆରି ତମେ ମିସା ଲାଜ୍ ଅଇଜାଇସା । କାଇକେବଇଲେ ଆମେ ତମ୍କେ ବେସି ଆସାକରି ରଇଲୁ ।
De peur que ceux de Macédoine venant avec moi, et ne vous trouvant pas prêts, nous n'ayons de la honte, (pour ne pas dire vous-mêmes) de l'assurance avec laquelle nous nous sommes glorifiés de vous.
5 ୫ ତେବେ ମୁଇ ବାବ୍ଲି, ଏ ବାଇବଇନିମନ୍, ମୁଇ ଜିବା ଆଗ୍ତୁ ସେମନ୍ ଜାଇକରି ଜନ୍ ଦାନ୍ ତମେ ଦେବୁ ବଲି କଇତେରଇଲାସ୍, ସେଟା ଜମାଇକରି ସଙ୍ଗଇବାକେ ସେମନ୍କେ ବାବୁଜିଆ କର୍ବି । ଜଦି ଆମେ ସେନ୍ତାରି କର୍ବୁ ବଇଲେ, ଦାନ୍ ଦେବା ଡାବୁ ମୁଇ ଆଇଲା ବେଲେ, ଜାଗ୍ରତ୍ ଅଇରଇସି । ଆରି ସେଟା ତମେ ନିଜେ ମନ୍ କରି ଦେଲାସ୍ । ବାଦିଅ କଲାକେ ଦିଆସ୍ ନାଇ ବଲି ଜାନାପଡ୍ସି ।
C'est pourquoi j'ai estimé qu'il était nécessaire de prier les frères d'aller premièrement vers vous, et d'achever de préparer votre bénéficence que vous avez déjà promise; afin qu'elle soit prête comme une bénéficence, et non pas comme une chicheté.
6 ୬ ତମର୍ ମନେ ର । ଜଦି ଗଟେକ୍ ଚାସି ଉନା ବିଅନ୍ ବୁନ୍ସି, ସେ ଉନା ପସଲ୍ ପାଇସି । ଆରି ଜନ୍ ଚାସି ବୁତେକ୍ ବିଅନ୍ ବୁନ୍ସି, ସେ ବୁତେକ୍ ପସଲ୍ ପାଇସି ।
Or je vous dis ceci: que celui qui sème chichement, recueillera aussi chichement; et que celui qui sème libéralement, recueillera aussi libéralement.
7 ୭ ଦାନ୍ ଦେବାକେ ତମେ ଜେନ୍ତି କାତାବାର୍ତା ଅଇଆଚାସ୍, ସେନ୍ତାରି ଦେବାର୍ଆଚେ । ଦୁକ୍ ଅଇକରି ନାଇ କି କେ ବାଇଦ କଲାର୍ପାଇ ନାଇ । କାଇକେବଇଲେ ତମେ ସାର୍ଦା ସଙ୍ଗ୍ ଦେଲେ ପର୍ମେସର୍ ସେଟା ମନ୍ କର୍ସି ।
[Mais] que chacun [contribue] selon qu'il se l'est proposé en son cœur, non point à regret, ou par contrainte; car Dieu aime celui qui donne gaiement.
8 ୮ ଆରି ତମ୍କେ ଜେତ୍କି ଲଡା ଆଚେ, ତାର୍ତେଇଅନି ଅଦିକ୍ ପର୍ମେସର୍ ଦେଇ ପାର୍ସି । ଜେନ୍ତାରିକି ନିଜର୍ପାଇ ଜେତ୍କି ଦର୍କାର୍, ସେତ୍କି ତମର୍ଟାନେ ସବୁ ବେଲେ ରଇସି ଆରି ବିନ୍ ଲକ୍ମନ୍କେ ସାଇଜ କର୍ବାକେ ମିସା ଜବର୍ ରଇସି ।
Et Dieu est puissant pour faire abonder toute grâce en vous, afin qu'ayant toujours tout ce qui suffit en toute chose, vous soyez abondants en toute bonne œuvre:
9 ୯ ସାସ୍ତର୍ କଇଲାପାରା ଲଡାକେ ଆଇବା ଲକ୍ମନ୍କେ ସେ ଜବର୍ ଦେଇସି ଆରି ତାର୍ ଜିବନ୍ ଦୁକାଇଲାଟା କେବେ ମିସା ନ ସାରେ । (aiōn )
Selon ce qui est écrit: il a répandu, il a donné aux pauvres; sa justice demeure éternellement. (aiōn )
10 ୧୦ ଆରି ପର୍ମେସର୍ ଜେ କି ବୁନ୍ବାକେ ବିଅନ୍ ଆରି କାଇବାକେ କାଦି ଦେଇସି, । ସେ ତମ୍କେ ଜେତ୍କି ବିଅନ୍ ଦର୍କାର୍ ସେତ୍କି ଦେଇସି । ଆରି ସେଟା ବଡିକରି ବେସି ପସଲ୍ ଅଇସି । କାଇକେବଇଲେ ତମେ ଜବର୍ ଦେଲାସ୍ନି ।
Or celui qui fournit de la semence au semeur, veuille aussi vous donner du pain à manger, et multiplier votre semence, et augmenter les revenus de votre justice.
11 ୧୧ ସେ ତମ୍କେ ସାଉକାର୍ କରାଇସି । ଜେନ୍ତାରି କି ତମେ ସବୁବେଲେ ଜବର୍ ଦେଇପାରାସ୍ । କାଇକେବଇଲେ ଆମର୍ଟାନେଅନି ପାଇରଇବା, ତମେ ଦେଲା ଦାନର୍ପାଇ ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ ।
Etant pleinement enrichis pour [exercer] une parfaite libéralité, laquelle fait que nous en rendons grâces à Dieu.
12 ୧୨ ତମେ କର୍ବା ଏ ନିକ କାମର୍ ଲାଗି ପର୍ମେସରର୍ ଲକ୍ମନ୍କେ ଲଡାକେ ଆଇବା ବିସଇ ପୁରାପୁରୁନ୍ ଅଇଲାନି । ଆରି ପର୍ମେସର୍ଟାନେ ଦନିଅବାଦ୍ ଆଜାଡି ଅଇଲାପାରା ମିସା ଅଇଲାନି ।
Car l'administration de cette oblation n'est pas seulement suffisante pour subvenir aux nécessités des Saints, mais elle abonde aussi de telle sorte, que plusieurs ont de quoi en rendre grâces à Dieu.
13 ୧୩ ତମେ କର୍ବା ଏ ନିକ କାମ୍ ଦେକିକରି ଲକ୍ମନ୍ ପର୍ମେସର୍କେ ମଇମା କର୍ବାଇ । କାଇକେବଇଲେ ବିସ୍ବାସ୍ କରିରଇବା କିରିସ୍ଟର୍ ସୁବ୍କବର୍ ତମେ ମାନ୍ଲାସ୍ନି । ଆରି ସେମନ୍କେ ଆରି ବିନ୍ଲକ୍ମନ୍କେ ମିସା ଜବର୍ ଦେଲାସ୍ନି ।
Glorifiant Dieu pour l'épreuve qu'ils font de cette assistance, en ce que vous vous soumettez à l'Évangile de Christ; et de votre prompte et libérale communication envers eux, et envers tous.
14 ୧୪ ପର୍ମେସର୍ ଜିବନ୍ ଦୁକାଇ ତମ୍କେ ଦୟା ଦେକାଇଲାର୍ପାଇ ସେମନ୍ ବେସି ଆଲାଦ୍ ଅଇକରି ତମର୍ପାଇ ପାର୍ତନା କର୍ବାଇ ।
Ils prient Dieu pour vous, et ils vous aiment très affectueusement à cause de la grâce excellente que Dieu vous a accordée.
15 ୧୫ ପର୍ମେସରର୍ ବେସି ମୁଲିଅ ରଇବା ଦାନର୍ପାଇ ଆମେ ତାକେ ଦନିଅବାଦ୍ ଦେଉଁ ।
Or grâces soient rendues à Dieu à cause de son don inexprimable.