< ୨ ୟ ଜଅନ୍ 1 >
1 ୧ ପାର୍ଚିନ୍ ଜଅନ୍ଜେ ମୁଇ ଏ ଚିଟି ଲେକ୍ଲିନି । ଏ ଚିଟି ଆମର୍ ଆଲାଦର୍ ବଇନି ଆରି ତାର୍ ପିଲାମନର୍ପାଇ । ମୁଇ ସତଇସେ ତମ୍କେ ସବୁଲକ୍ମନ୍କେ ଆଲାଦ୍ କଲିନି । ଆରି ମୁଇସେ ନାଇ, ସତ୍ ବିସଇ ଜାନିରଇବା ସବୁଲକ୍ ମିସା ।
THE Elder, to Kuria the elect, and to her children: whom I love in the truth, and not I only, but all they who know the truth;
2 ୨ ଆମେ ସତ୍ ବିସଇ ଜାନିରଇଲାର୍ପାଇ ତମ୍କେ ଆଲାଦ୍ କଲିନି । ଆରି କାଲ୍କାଲ୍ ଜୁଗ୍ଜୁଗ୍ ପାଇ, ସେ ସତ୍ ବିସଇ ଜାନିରଇବୁ । (aiōn )
for the sake of the truth, which abideth in us and is with us for ever. (aiōn )
3 ୩ ଆମର୍ ବାବା ପର୍ମେସର୍ ଆରି ତାର୍ ପଅ ଜିସୁକିରିସ୍ଟ ଆମ୍କେ ଆସିର୍ବାଦ୍ କରି ଦୟା ଦେକାଅ ଆରି ସାନ୍ତି ଆରି ସତ୍ସଙ୍ଗ୍ ବଁଚ୍ବାକେ ଦେଅ । ତମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରା ।
May grace be with you, and mercy, and peace, from God the Father, and from our Lord Jesus the Messiah, the Son of the Father, in truth and love.
4 ୪ ଆମର୍ ବାବା ପର୍ମେସର୍ ଆମ୍କେ ତିଆର୍ଲାପାରା ତମର୍ କେତେଟା ପିଲାଟକିମନ୍ ତାର୍ ସତ୍ବାଟେ ଇଣ୍ଡ୍ଲାଇନି ବଲି ସୁନିକରି ମୁଇ ବେସି ସାର୍ଦା ଅଇଲି ।
I have rejoiced greatly, that I found some of thy children, who walked in the truth, as we have received commandment from the Father.
5 ୫ ଏବେ ଆରି ମର୍ ଆଲାଦର୍ ବଇନି, ମୁଇ ତକେ ଗଟେକ୍ ବିସଇ କର୍ବାକେ କଇବି । ଗଟେକ୍ ନୁଆ ଆଦେସ୍ କର୍ ବଲି କଇନାଇ । ମାତର୍ କିରିସ୍ଟ ସଙ୍ଗ୍ ଜିବାକେ ଆରାମ୍ କର୍ବା ବେଲେଅନି ଏଟା ଆମେ ସୁନି ଆଇଲୁନି । ମୁଇ ମାଙ୍ଗ୍ଲିନି ତମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରା ।
And now, I beseech thee, Kuria, (I write no new commandment to thee, but that which was with us from the beginning, ) that we should love one another.
6 ୬ ଏ ଆଲାଦର୍ ଅରତ୍ ଅଇଲାନି ଆମେ ପର୍ମେସରର୍ ଆଦେସ୍ ସବୁ ମାନ୍ବାର୍ ଆଚେ । କିରିସ୍ଟ ସଙ୍ଗ୍ ଜିବାକେ ଆରାମ୍ କର୍ବା ବେଲେଅନି ଏଟା ଆମେ ସୁନି ଆଇଲୁନି । ତମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରା ।
And this is love, that we walk according to the commandment. This is the commandment, as ye have heard from the beginning, that we should walk in it.
7 ୭ କାଇକେ ବଇଲେ ମୁଇ ଏନ୍ତିବଲି କଇଲିନିଜେ ସତ୍ ନ ରଇବା ବିସଇ ସିକାଇକରି ଲକ୍ମନ୍କେ ନାଡାଇବା ବେସି ଲକ୍ ଗୁଲାଇବାଟେ ଆଚତ୍ । ଜିସୁକିରିସ୍ଟ ନର୍ରୁପ୍ ଦାରି ଏ ଜଗତେ ଆସେନାଇ ବଲି ସେମନ୍ କଇବାଇ । ଜଦି କେ ମିସା ସେନ୍ତାରି କଇଲେ, ସେ ଲକ୍ମନ୍କେ ନାଡାଇବା କିରିସ୍ଟର୍ ବିରଦି ।
Because many seducers have gone forth into the world, who confess not that Jesus the Messiah hath come in the flesh. This is a seducer and Antichrist.
8 ୮ ଲକ୍ମନ୍ ତମ୍କେ ନାଡାଇ ନାପାରତ୍, ତମେ ଜାଗରତ୍ସଙ୍ଗ୍ ରଇବାର୍ ଆଚେ । ଜେନ୍ତାର୍କି ପର୍ମେସର୍କେ କର୍ବା ତମର୍ ସେବା କାମ୍ ବେକାର୍ ନ ଅ । ମାତର୍ ତମର୍ ସେବାକାମର୍ ପାଇ ପର୍ମେସର୍ ତମ୍କେ ପୁରାପୁରୁନ୍ ଅଇତେ ଇନାମ୍ ଦେଇସି ।
Take heed to yourselves, that ye lose not what ye have wrought; but that ye may be recompensed with a full reward.
9 ୯ ଜଦି କେ କିରିସ୍ଟ ସିକାଇଲା ବିସଇ ବିସ୍ବାସ୍ ନ କରେ, ଆରି ତାର୍ ସିକିଆର୍ ସଙ୍ଗ୍ ତାର୍ ନିଜର୍ଟା ମିସାଇଲେ, ସେ କିରିସ୍ଟର୍ ସଙ୍ଗ୍ ମିସେନାଇ । ମାତର୍ କେ ଜଦି କିରିସ୍ଟ ସିକାଇଲା ବିସଇ ବିସ୍ବାସ୍ କର୍ତେରଇସି, ସେ ବାବା ପର୍ମେସର୍ ସଙ୍ଗ୍ ଆରି ତାର୍ ପଅ ଜିସୁକିରିସ୍ଟ ସଙ୍ଗ୍ ମିସ୍ଲାଆଚେ ।
Every one who transgresseth, and abideth not in the doctrine of the Messiah, God is not in him. And he who abideth in his doctrine, he hath the Father and the Son.
10 ୧୦ ତେବର୍ପାଇ କେ ଜଦି ତମର୍ଟାନେ ଆସି, କିରିସ୍ଟ ସିକାଇରଇବା ବିସଇତେଇଅନି ବିନ୍ ବିସଇ କଇଲେ, ତାକେ ତମର୍ ଗରେ ମୁଲ୍କେ ଡାକିନିଆ ନାଇ, କି ସଙ୍ଗର୍ ବିସ୍ବାସି ଇସାବେ ଜୁଆର୍ବିଆର୍ କରାନାଇ ।
If any one cometh to you, and bringeth not this doctrine, entertain him not in your house, nor say to him, Joy to thee:
11 ୧୧ ଜଦି କେ ମିସା ସେନ୍ତାରି ଲକ୍କେ ଜୁଆର୍ବିଆର୍ କର୍ସି, ସେ ବୁଲ୍ ସିକାଉର୍ ସଙ୍ଗ୍ ମିସିକରି ତାର୍ କାରାପ୍ କାମେ ମିସ୍ଲାନି ।
for he that saith to him, Joy to thee, is a participator in his evil deeds.
12 ୧୨ ମୁଇ ତମ୍କେ ବେସି ବିସଇ ଲେକ୍ବାକେ ମନ୍ କଲିନି, ମାତର୍ ଚିଟିଟାନେ ଲେକ୍ବାକେ ମନ୍ କରିନାଇ । ତାର୍ବାଦୁଲେ ଆସିକରି ତମର୍ ମୁଆଟେ କାତା ଅଇବି । ତେବେ ଆମେ ପୁରାପୁରୁନ୍ ସାର୍ଦା ଅଇବୁ ।
Having many things I could write to you, I would not with paper and ink; but I hope to come to you, and to converse mouth to mouth, that our joy may be complete.
13 ୧୩ ପର୍ମେସର୍ ବାଚିରଇବା ବଇନିର୍ ପିଲାମନ୍, ତମ୍କେ ଜୁଆର୍ ଜାନାଇଲାଇନି ।
The children of thy elect sister salute thee. Grace be with you. Amen.