< ୨ ୟ ପିତର୍ 3 >
1 ୧ ଏ ମର୍ ଆଲାଦର୍ ବାଇବଇନିମନ୍, ଏଟା ମୁଇ ତମର୍ ଲଗେ ଦୁଇପାଲି ଅଇଲା ଚିଟି ଲେକ୍ଲିନି । ଏ ଦୁଇଟାଜାକ ଚିଟିତେଇ ଏ ସବୁ ବିସୟ୍ ମନେ ଏତାଇ ତମର୍ ମନେ ସୁକଲ୍ କର୍ବାପାଇ ଚିନ୍ତା କଲିନି ।
Vadikani, zvino iyi ndiyo tsamba yangu yechipiri. Ndakanyora dzose dziri mbiri sechiyeuchidzo, kuti ndimutse ndangariro dzenyu pakufunga kutsvene.
2 ୨ ବେସି ଆଗେ ସୁକଲ୍ ବବିସତ୍ବକ୍ତାମନ୍ ଜନ୍ସବୁ କାତା ଜାନାଇ ରଇଲାଇ ଆରି ଉଦାର୍ କର୍ବା ମାପ୍ରୁ ଦେଇରଇବା ଆଦେସ୍ ତମ୍କେ ପେରିତ୍ ସିସ୍ମନ୍ ଦେଇଆଚତ୍, ସେଟା ତମର୍ ମନେ ଏତାଇ ଦେବାକେ ମନ୍କଲିନି ।
Ndinoda kuti murangarire mashoko akataurwa kare navaprofita vatsvene uye nomurayiro wakapiwa naIshe noMuponesi wedu kubudikidza navapostori venyu.
3 ୩ ପର୍ତମେ ଏଟା ଜାନା ଜେ, ସାର୍ଲା ଦିନ୍ମନ୍କେ ଲକ୍ମନ୍ ନିଜର୍ ନିଜର୍ କାରାପ୍ ମନ୍କଲା ଇସାବେ ଚଲାଚଲ୍ତି କର୍ବାଇ । ସାରାସାରି ଦିନେ ସେମନ୍ ସତ୍କେ ନିସାର୍ କରି ପାଚାର୍ବାଇ ।
Chokutanga, munofanira kunzwisisa kuti mumazuva okupedzisira vaseki vachauya vachiseka, vachitevera kuchiva kwenyama yavo.
4 ୪ ଆରି କିଜାଇକରି କଇବାଇ, “ଜିସୁ ଆଇବି ବଲି କାତା ଦେଇରଇଲାଟା, କେନେ ତେବେ?” କାଇକେବଇଲେ ପୁର୍ବେଅନି ଆମର୍ ଆନିଦାଦିମନ୍ ମଲାତେଇଅନି ଏବ୍କେ ଜାକ ସବୁ ବିସଇ ଜେନ୍ତି ରଇଲା, ଏବେ ମିସା ସେନ୍ତାର୍ସେ ଆଚେ ।
Vachati, “Kuripiko ‘kuuya’ kwaakavimbisa? Kubvira pakufa kwakaita madzibaba edu, zvinhu zvose zvinoramba zvakaita sezvazvakanga zvakaita kubva pakusikwa kwenyika.”
5 ୫ ସେମନ୍ ଜାନି ଜାନି ପାସ୍ରିଗାଲାଇନି ଜେ ଆଗର୍ ବେଲ୍ ଆରି ବାଦଲ୍ ସବୁ ମାପ୍ରୁର୍ ବାକିଅର୍ ଲାଗି ଗଟ୍ଲା ଆଚେ, ଦର୍ତନି ପାନି ବିତ୍ରେଅନି ବାରଇଲା ଆଚେ ଆରି ଦର୍ତନି ଚାରିବେଟ୍ତି ପାନି ରଇଲା ବଲି ।
Asi vanokanganwa nobwoni kuti kare neshoko raMwari denga rakavapo uye nyika ikaumbwa ichibva mumvura uye ikaitwa nemvura.
6 ୬ ତାର୍ଲାଗି ସେ ସେବେଲେ ପୁର୍ନା ଜଗତ୍ ପାନି ସଙ୍ଗ୍ ବୁଡି ନସିଗାଲା ।
Nemvura zhinji iyoyi, nyika yenguva iyoyo yakamedzwa uye ikaparadzwa.
7 ୭ ମାତର୍ ଏବେ ରଇବା ବାଦଲ୍ ଆରି ଦର୍ତନି ସେ ବାକିଅର୍ ଲାଗି, ଦରମ୍ ନଇଲା ଲକ୍ମନ୍କେ ବିଚାର୍ ଆରି ବିନାସର୍ ଦିନ୍ ଜାକ, ଜଇ ସଙ୍ଗ୍ ନସ୍ଟ ଅଇବାକେ ଜମାଇକରି ସଙ୍ଗଇଲା ଆଚେ ।
Neshoko rimwe chete irori denga riripo zvino nenyika zvakachengeterwa moto, zvakachengeterwa zuva rokutongwa nerokuparadzwa kwavanhu vasingadi Mwari.
8 ୮ ମାତର୍ ଏ ଆଲାଦର୍ ବାଇମନ୍, ମାପ୍ରୁ ଦେକ୍ବା ଇସାବେ, ଗଟେକ୍ ଦିନ୍ଜେ ଅଜାର୍ ବରସ୍ ପାରା, ଆରି ଅଜାର୍ ବରସ୍, ଗଟେକ୍ ଦିନ୍ ପାରା, ଏ ମୁଲିକା ରଇଲା ବିସଇ ତମେ ପାସ୍ରା ନାଇ ।
Asi musakanganwa chinhu chimwe chete ichi, vadikani, kuti: Kuna Ishe zuva rimwe chete rakaita sechiuru chamakore, uye chiuru chamakore chakaita sezuva rimwe chete.
9 ୯ ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି ।
Ishe haanonoki kuita zvaakavimbisa, sokunonoka kunonzwisiswa navamwe. Ane mwoyo murefu nemi, haadi kuti ani zvake arasike, asi kuti vose vatendeuke.
10 ୧୦ ମାପ୍ରୁର୍ ଦିନ୍ ଚର୍ ଆଇଲା ରକାମ୍ କେଟିଜାଇସି । ସେ ଦିନେ ବାଦଲ୍ ସବୁ ବେସି ସବଦ୍ ସଙ୍ଗ୍ ନସ୍ଟ ଅଇଜାଇସି, ବାଦ୍ଲେ ଉଜଲ୍ ରଇବାଟାମନ୍ ସବୁ ସିଲିଜାଇସି, ପୁର୍ତିବି ଆରି ସିତି ରଇଲା ଲକ୍ମନ୍ ତିଆର୍ କଲା ଜେତେକ୍ ସବୁ ଜିନିସ୍ ପଡିଜିବାଇ ।
Asi zuva raIshe richauya sembavha. Matenga achapfuura nokutinhira; zvirimo zvichaparadzwa nomoto, uye nyika nezvose zviri mairi zvichabudiswa pachena.
11 ୧୧ ଏ ସବୁ ବିସଇ ଏ ରକାମ୍ ଆଜିଜାଇସି, ତେବର୍ ପାଇ ତମେମନ୍ ବେସି ସୁକଲ୍ ଆରି ଜାଗ୍ରତ୍ସଙ୍ଗ୍ ରଇବାର୍ ଆଚେ।
Sezvo zvinhu zvose zvichizoparadzwa nenzira iyi, imi munofanira kuva vanhu vakadini? Munofanira kurarama muutsvene uye nomukutya Mwari,
12 ୧୨ ମାପ୍ରୁ ଆଇବା ଦିନ୍କେ ଜାଗି କରି, ସେଟାଜେନ୍ତି ଦାପ୍ରେ ଆଇସି, ସବୁ ବେଲେ ଦରମ୍ ଚଲାଚଲ୍ତି କର୍ବାର୍ ଆଚେ ।
muchitarisira zuva raMwari uye makarindira kusvika kwaro. Zuva iro richauyisa kuparadzwa kwedenga nomoto, uye zvirimo zvichanyauka nokupisa.
13 ୧୩ ଆମେ ସେ କାତା ଦେଲା ଇସାବେ ନୁଆଁ ବାଦଲ୍ ଆରି ନୁଆଁ ପୁର୍ତିବିକେ ଜାଗ୍ଲୁନି । ସେଟା ଦରମ୍ଲକର୍ ବାସା ଅଇବା ଜାଗା ଅଇସି ।
Asi sezvaakavimbisa, isu tinotarisira denga idzva nenyika itsva, iwo musha wavakarurama.
14 ୧୪ ସେଟାର୍ ପାଇ ଏ ଆଲାଦର୍ ବାଇମନ୍, ତମେ ସେ ଦିନ୍କେ ଜାଗ୍ତେରୁଆ । ପର୍ମେସର୍ ଦେକ୍ବା ଇସାବେ, କାଇ ଦସ୍ ନ ଅଇତେ, ସୁକଲ୍ ଲକ୍ମନର୍ ପାରା, ତାର୍ ସଙ୍ଗ୍ ସାନ୍ତିଅଇ ରଇବାକେ ଜାଗ୍ରତ୍ ଉଆ ।
Saka zvino, vadikani, sezvo muchitarisira zvinhu izvi, shingairai kuti muwanikwe musina gwapa, musina chamunopomerwa uye muno rugare naye.
15 ୧୫ ଆରି, ଆମର୍ ମାପ୍ରୁ ବେସି ଦିନ୍ ଜାଗ୍ବାଟା ଆରି ରକିଆ କର୍ବାଟା ବଲି ଏତାଆ । ଆମର୍ ଆଲାଦର୍ ବାଇ ପାଉଲ୍କେ ମିସା ମାପ୍ରୁ ତାକେ ଦେଲା ବୁଦି ଇସାବେ ତମର୍ ଲଗେ ଏନ୍ତାର୍ ଲେକ୍ଲା ଆଚେ ।
Muzive izvi kuti mwoyo murefu waIshe wedu unoreva ruponeso, sokunyorerwa kwamakaitwa naPauro hama yedu, nouchenjeri hwaakapiwa naMwari.
16 ୧୬ ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।
Anonyora zvimwe chetezvo mutsamba dzake dzose, achitaura nyaya idzodzi. Tsamba dzake dzine zvimwe zvikukutu kuti zvinzwisiswe, zvinominamiswa navasingazivi uye vanhu vasina simba, sezvavanoita mamwe Magwaro, kusvikira vaparadzwa.
17 ୧୭ ଏ ଆଲାଦର୍ ବାଇମନ୍, ତମେ ଆଗେ ଅନି ଏ ସବୁ ବିସଇ ଜାନି ଜାଗର୍ତା ଅଇରୁଆ । କେଡେବଲ୍ ନିୟମ୍ ନ ମାନ୍ଲା ଲକର୍ ଆସାର୍ କାମର୍ ପାନ୍ଦ୍ଲଗେ ଅଦ୍ରି, ଡାଟ୍ସଙ୍ଗ୍ ରଇବା ବିସ୍ବାସେ ଅନି ଉନା ଉଆନାଇ ।
Naizvozvo vadikani, sezvo mava kuziva zvinhu izvi, garai makarindira kuti murege kutsauswa nokudarika kwavasina murayiro uye mukawa kubva pakusimba kwenyu.
18 ୧୮ ମାତର୍ ଆମର୍ ମାପ୍ରୁ ଆରି ଉଦାର୍ କର୍ବା ଜିସୁକିରିସ୍ଟର୍ ଜିବନ୍ ଦୁକାଇଲାଟା ଆରି ଗିଆନ୍ ସଙ୍ଗ୍ ଅଦିକ୍ ଅଦିକ୍ ବଡା । ଏବେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ଜାକ ସେ ଡାକ୍ପୁଟା ପାଅ । ଆମେନ୍ । (aiōn )
Asi kurai munyasha nomukuziva Ishe noMuponesi wedu, Jesu Kristu. Ngaave nokubwinya zvino nokusingaperi. Ameni. (aiōn )