< ୨ ତେସଲନିକିୟ 2 >
1 ୧ ଏ ବାଇବଇନିମନ୍, ମାପ୍ରୁ ଜିସୁକିରିସ୍ଟ ଆରିତରେକ୍ ଆଇବା ବିସଇ ଆରି ତାର୍ଲଗେ ଆମେ ସବୁଲକ୍ ରୁଣ୍ଡ୍ଅଇବା ବିସଇ, ତମ୍କେ ଆମେ ବାବୁଜିଆ କଲୁନି ।
NOW we entreat you, brethren, with regard to the coming of our Lord Jesus Christ, and our gathering together unto him:
2 ୨ କାର୍ଲଗେଅନି ମିସା ମାପ୍ରୁର୍ ଦିନ୍ କେଟ୍ଲାବେ, ବଲିକରି ସୁନିଦେଇ କିଲ୍ବିଲ୍ ଉଆନାଇ । ଜଦି ସେ କବର୍ ଆମେ ବବିସତ୍କାତା କଇଲୁ କି ଜାନାଇଲୁ ନଇଲେ ଚିଟିଟାନେ ଲେକିଆଚତ୍ ବଲି ସୁନ୍ଲେ ମିସା ସେନ୍ତାର୍ ଉଆନାଇ ।
that ye be not hastily agitated with apprehension, nor troubled, neither by spirit, nor by discourse, nor by letter, as coming from us, as though the day of the Lord was instantly approaching.
3 ୩ କେ ମିସା ସେନ୍ତାରିକରି ତମ୍କେ ବୁଲ୍ ବାଟେ ନ ନେଅ । କାଇକେବଇଲେ ପର୍ତୁମ୍ ଦରମର୍ ପାଇ ବିରଦ୍ ଅଇସି । ତାର୍ପଚେ ବିନାସ୍ କରୁ ଜେ କି ପାପି ମୁନୁସ୍ ଆଇବା ଦର୍କାର୍ । ସେ ପାପି ମୁନୁସ୍ ନ ସାର୍ବା ମରନେ ଜାଇସି ।
Let no man deceive you in any way: because that cannot be till the apostasy come first, and the man of sin appear, the son of perdition,
4 ୪ ସେ ଦୁରାଚାର୍ ମୁନୁସ୍ ଜନ୍ ସବୁ ବିସଇ ପର୍ମେସରର୍ ବଲି ଲକ୍ମନ୍ ପୁଜା କଲାଇନି, ସବୁର୍ଟାନେଅନି ସେ ନିଜେ ମୁକିଅ ବଲି କଇସି । ଜେନ୍ତି କି ପର୍ମେସରର୍ ମନ୍ଦିରେ ବସିକରି ମୁଇ ଆକା ପର୍ମେସର୍, ବଲି ଦେକାଇ ଅଇସି ।
who opposeth himself against, and exalteth himself above all that is called God, or is the object of adoration; so that he in the temple of God sitteth as God, exhibiting himself in public that he is God.
5 ୫ ମୁଇ ତମର୍ ସଙ୍ଗ୍ ରଇଲାବେଲେ ତର୍କେ ତର୍ ଏ ସବୁ ବିସଇ ଏତାଇ ଦେଇତେ ରଇଲି । ସେଟା କାଇ ତମର୍ ମନେ ନାଇ କି?
Do ye not remember that when I was yet with you, I told you these things?
6 ୬ ଅଇଲେମିସା ସେ ବିପଦ୍ ଏବେ ନ ଗଟେତା । କାଇକେବଇଲେ ତାର୍ସଙ୍ଗ୍ ଜୁଜ୍ବାକେ ଏବେ ଗଟେକ୍ ବପୁ ଆଚେ । ସେଟା କାଇ ତମେ ଜାନାସ୍ କି? ସମାନ୍ ବେଲାଇ ସେ କାରାପ୍ ଲକ୍ ବାରଇସି ।
And now ye know what withholdeth, that he may be revealed in his own time.
7 ୭ କାଇକେବଇଲେ ଏବେ ମିସା ଲୁଚ୍ତେ ଅନିଆଇର୍ ପାପ୍ କାମ୍ ଚାଲିଆଚେ । ଜନ୍ କାରାପ୍ ଲକ୍ ମାପ୍ରୁର୍ ବାଟେ ଜିବା ଲକ୍ମନ୍କେ ବିରଦ୍ କଲାନି, ସେ ଲକ୍ ବିନାସ୍ ନ ଅଇବା ଜାକ, ଏଟା ଏନ୍ତିସେ ଅଇତେରଇସି ।
For the mystery of iniquity is already powerfully working; only he that withholdeth hitherto, will do so till he is removed.
8 ୮ ସେଡ୍କିବେଲେ ସେ କାରାପ୍ ଲକ୍ ଦେକାଇ ଅଇସି । ତାକେ ମାପ୍ରୁ ଜିସୁ ତାର୍ ନିଜର୍ ଟଣ୍ଡେଅନି ବାରଇବା ପୁଣ୍ଡା ସଙ୍ଗ୍ ନାସ୍ କର୍ସି । ଆରି ତରେକ୍ ସେ ଡାକ୍ପୁଟା ସଙ୍ଗ୍ ଆଇବାବେଲେ ସେ କାରାପ୍ ଲକ୍ ବିନାସ୍ ଅଇଜାଇସି ।
And then that lawless person will appear, whom the Lord shall consume with the spirit of his mouth, and shall destroy with the brightness of his coming;
9 ୯ ସେ କାରାପ୍ ଲକ୍, ସଇତାନର୍ ବପୁ ପାଇକରି ଆଇସି । ଆରି କାବା ଅଇବା କାମ୍ମନ୍ କରି ଦେକାଇସି ।
whose appearing is known by fanatical energy, displayed in all power, and signs, and lying miracles,
10 ୧୦ କେତେ କେତେ ଲକ୍ମନ୍ ସେ କର୍ବା କାମେ ଜାଇ କିଲ୍ବିଲ୍ ଅଇବାଇ ଆରି ନସ୍ଟ ଅଇଜିବାଇ । ଜନ୍ ସତ୍ ମାନିକରି ସେବାଟେ ଗାଲେ, ସେମନ୍ ନ ସର୍ବା ଜିବନ୍ ପାଇତାଇ, ସେଟା ଚାଡିଦେଇରଇବା ଲାଗି ସେମନ୍କେ ଏ ଦସା ଅଇସି ।
and in every unrighteous delusion among those who perish: in consequence of which things they received not the love of the truth, that they might be saved.
11 ୧୧ ସେମନ୍ ଜେନ୍ତିକି ମିଚ୍ କାତା ବିସ୍ବାସ୍ କର୍ବାଇ, ସେଟାର୍ପାଇ ପର୍ମେସର୍ ସେମନର୍ଟାନେ ସତ୍ ନଇବା ବପୁ ପାଟାଇସି ।
And for this cause God shall send unto them the energy of delusion, that they should believe a lie:
12 ୧୨ ଜେନ୍ତିକି ଜନ୍ ଲକ୍ମନ୍ ସତ୍ ବିସଇ ବିସ୍ବାସ୍ ନ କରି ମିଚ୍ ବିସଇ ବିସ୍ବାସ୍ କରି ସାର୍ଦା ଅଇବାଇ, ସେମନ୍ ସବୁଲକ୍ ଏ ରକାମ୍ ଡଣ୍ଡ୍ ପାଇବାଇ ।
that they all might be damned who have not believed the truth, but have taken pleasure in unrighteousness.
13 ୧୩ ତେବର୍ପାଇ ଏ ବାଇବଇନିମନ୍, ତମର୍ପାଇ ସବୁବେଲେ ପର୍ମେସର୍କେ ଦନିଅବାଦ୍ ଦେବାର୍ ଆଚେ । କାଇକେ ବଇଲେ ପର୍ମେସର୍ ତମ୍କେ ଆଲାଦ୍ କଲାନି ଆରି ଆଗେଅନି ସେ ତମ୍କେ ବାଚ୍ଲା ଆଚେ । ଜେନ୍ତିକି ସେ ତମ୍କେ ରକିଆ କରି ପାର୍ସି । ସୁକଲ୍ ଆତ୍ମାର୍ କାମର୍ ଲାଗି ତମେ ସୁକଲ୍ ଅଇ ସତ୍ ବିସଇ ବିସ୍ବାସ୍ କରି ପାର୍ସା ।
But we are bound to give thanks always to God for you, brethren, beloved of the Lord, because God hath elected you from the beginning unto salvation, by sanctification of the Spirit, and faith in the truth:
14 ୧୪ ଆମେ ତମର୍ଟାନେ ଜନ୍ ନିମାନ୍ କବର୍ ଜାନାଇଆଚୁ, ସେଟାର୍ଲାଗି ପର୍ମେସର୍ ତମ୍କେ ବାଚ୍ଲା ଆଚେ । ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଡାକ୍ପୁଟା ଅଇବା ଟାନେ ମିସାଇବାକେ ବାଚିଆଚେ ।
whereunto also he called you by our gospel, in order to your acquisition of the glory of our Lord Jesus Christ.
15 ୧୫ ତେବେ ଏ ବାଇବଇନିମନ୍, ତମେ ତବିର୍ ଅଇକରି ରୁଆ । ଆମେ ବାକିଅ ଦେଲାଟାନେ ଅନି, କି ଚିଟିତେଇ ଅନି ତମେ ଜନ୍ଟା ସିକିଆଚାସ୍, ସେ ସବୁ ଚାଡାନାଇ ।
Therefore, brethren, stand fast, and firmly hold the injunctions delivered to you, as ye have been taught, whether by our discourse, or by letter.
16 ୧୬ ନିଜେ ଆମର୍ ମାପ୍ରୁ ଜିସୁ କିରିସ୍ଟ, ଆରି ଜନ୍ ଆମର୍ ବାବା ପର୍ମେସର୍ ଆମ୍କେ ଆଲାଦ୍ କଲା, ସେ ଆକା ଆମ୍କେ ଜିବନ୍ ଦୁକାଇକରି କେବେ ନ ସାର୍ବା ବପୁ ଆରି ଆସା ଦେଇଆଚେ । (aiōnios )
Now our Lord Jesus Christ himself, and our God, and Father, who hath loved us, and given us everlasting consolation, and good hope through grace, (aiōnios )
17 ୧୭ ସେ ସବୁବେଲେ ସତ୍ କାମ୍ କର୍ବାକେ ଆରି ବାକିଅତେଇ ତବିର୍ ଅଇ ରଇବାକେ ସାଇଜ କର ।
comfort your hearts, and stablish you in every good word and work.