< ୨ ତେସଲନିକିୟ 3 >
1 ୧ ଏ ବାଇବଇନିମନ୍, ସାରାସାରି ଆମର୍ପାଇ ପାର୍ତନା କରା । ମାପ୍ରୁର୍ ବାକିଅ ତମର୍ ବିତ୍ରେ ଜେନ୍ତିକି ଦାପ୍ରେ ଡାବିଅଇ ଜାଇରଇଲା, ସେନ୍ତାରିସେ ଦାପ୍ରେ ଗୁଲାଇବାଟେ ବିଚିଅଇକରି ଡାକ୍ପୁଟା ଅ ।
Akhirnya saudara-saudari, saya mohon kalian doakan kami, supaya pesan Tuhan dapat disebarkan dengan cepat, dan benar-benar dihargai, seperti yang sudah terjadi di antara kalian —
2 ୨ ଜେନ୍ତାରି କି ପର୍ମେସର୍ ଆମ୍କେ ପଟ୍କାର୍ ଆରି କୁଟିଆଲ୍ ଲକ୍ମନର୍ ଟାନେଅନି ରକିଆ କର । କାଇକେବଇଲେ, ସବୁଲକ୍ ମାପ୍ରୁର୍ ବାକିଅ ବିସ୍ବାସ୍ କରତ୍ ନାଇ । ଏଟାର୍ପାଇ ଆରିତରେକ୍ ପାର୍ତନା କରା ।
dan supaya Allah melepaskan kami dari orang-orang pengacau dan jahat, karena tidak semua orang percaya kepada Allah.
3 ୩ ମାତର୍ ମାପ୍ରୁ, କାତା ରକିଆକାରି । ସେ ତମ୍କେ କାରାପ୍ଟାନେଅନି ରକିଆ କରି ତବିର୍ କରାଇସି ।
Tetapi Tuhan Yesus selalu setia. Dia akan menguatkan keyakinan kalian masing-masing, dan melindungi kalian dari si jahat.
4 ୪ ଆମେ ଜେତ୍କି ସବୁ ଆଦେସ୍ ଦେଲେ ମିସା ତମେ ସେଟା କଲାସ୍ନି, ଆରି କର୍ସା ମିସା । ଏଟା ମାପ୍ରୁର୍ ଟାନେ ତମର୍ ବିସଇ ନେଇ ଆମେ ଡାଟ୍ସଙ୍ଗର୍ ବିସ୍ବାସ୍ ।
Kami yakin kepada Tuhan bahwa kalian sedang melakukan dan akan terus melakukan apa yang kami ajarkan.
5 ୫ ଆରି ମାପ୍ରୁ ତମର୍ ମନ୍କେ ପର୍ମେସରର୍ ଆଲାଦ୍ ଆରି କିରିସ୍ଟର୍ ସାଆସ୍ ବାଟେ ଜିବାକେ ସାଇଜ କର ।
Semoga Tuhan menuntun kalian ke dalam pemahaman yang lebih dalam tentang kasih Allah bagi kalian dan ketekunan Kristus.
6 ୬ ଏ ବାଇବଇନିମନ୍, ଆମେ ତମ୍କେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲୁନି । କନ୍ ବାଇ ମିସା ଆମର୍ଟାନେଅନି ପାଇରଇବା ସିକିଆ ଇସାବେ ମାନିକରି ବାଡୁଅଇକରି ଚଲାଚଲ୍ତି କର୍ସି ବଇଲେ, ତାର୍ଟାନେଅନି ବେଗ୍ଲି ଦିଆସ୍ ।
Saudara-saudari, dalam nama Tuhan kita Yesus Kristus, kami ingin memberitahu kalian untuk tidak bergaul dengan saudara-saudara seiman yang terlalu malas untuk bekerja — mereka tidak mau mengikuti ajaran yang mereka terima dari kami.
7 ୭ କାଇକେବଇଲେ, ତମେ, ଆମେ କଲାପାରା କର୍ବା ଦର୍କାର୍ । ଆରି ସେଟା କେନ୍ତାରି କର୍ବାର୍ ନିଜେ ଜାନିଆଚାସ୍ । ସେଟାର୍ପାଇ ଆମେ ତମର୍ ଟାନେ ବାଡୁଅଇକରି ଚଲାଚଲ୍ତି କରୁନାଇ ।
Kalian sendiri tentu sudah tahu bahwa kalian harus mengikuti cara hidup kami waktu kita bersama dan mengikuti teladan dari kami, karena kami tidak pernah malas bekerja —
8 ୮ କାର୍ ଗରେ ମିସା ଉଜେ ଉଜେ ମାଙ୍ଗି ନ କାଇତେରଇଲୁ । ତମର୍ ବିତ୍ରେ କାର୍ମିସା ବଜ୍ ପାରା ନ ଅଇ ରଇକରି କସ୍ଟ ପାଇ, ଆବଡ୍ ପାଇଟି କରି ଦିନ୍ରାତି କାମ୍ କର୍ତେରଇଲୁ ।
kami tidak pernah makan makanan siapa pun tanpa membayarnya. Sebaliknya, kami bekerja keras siang dan malam supaya kami tidak menjadi beban bagi siapa pun di antara kalian.
9 ୯ ତମ୍କେ କାଇବାଟା ମାଙ୍ଗ୍ବାକେ ଆମର୍ ଅଦିକାର୍ ରଇଲା, ମାତର୍ ସେନ୍ତାରି କରୁନାଇ । କାଇକେବଇଲେ ତମର୍ପାଇ ଗଟେକ୍ ଉଦାଅରନ୍ ଦେକାଇବାକେ ସେନ୍ତାରି କଲୁ ।
Bukannya kami tidak berhak melakukannya — tetapi kami ingin menjadi contoh bagi kalian, sehingga kalian dapat meniru apa yang kami lakukan.
10 ୧୦ ତମର୍ ସଙ୍ଗ୍ ରଇଲାବେଲେ ଆମେ ତମ୍କେ କଇରଇଲୁ, ଜନ୍ ଲକ୍ ପାଇଟି କାବାଡ୍ ନ କରେ, ସେ ବାତ୍ପେଜ୍ ନ କାଅ ।
Bahkan saat kami bersamamu, kami sudah memberikan perintah, bahwa siapa pun yang tidak mau bekerja, tidak boleh makan.
11 ୧୧ ଏବେ ଏ କାତା ଆରିତରେକ୍ କଇଲୁନି, କାଇକେବଇଲେ ଆମେ କବର୍ ପାଇଲୁ ଆଚୁଜେ, ତମର୍ ବିତ୍ରେ କେତେକ୍ ଲକ୍ମନ୍ ବାଡୁ ଅଇକରି ଜିଉନାକାଉନା କଲାଇନି । କାଇ ପାଇଟି ନକରି ବିନ୍ ଲକର୍ କାମେ ମଜାଇ ଅଇସି ଆରି କାଇଟାମିସା ନ କରତ୍ ।
Tetapi sekarang kami mendengar bahwa ada beberapa orang di antara kalian yang ingin bekerja sama sekali dan hanya sibuk dengan urusan orang lain.
12 ୧୨ ମାପ୍ରୁ ଜିସୁକିରିସ୍ଟର୍ ନାଉଁ ଦାରି ଆମେ ସେ ଲକ୍ମନ୍କେ ଜାଗ୍ରତ୍କରି ଆଦେସ୍ଦେଲୁନି, ସେମନ୍ ସେନ୍ତାରି କର୍ବାଟା ଚାଡିଦେସ୍ । ଜେନ୍ତାରିକି ନିଜର୍ ପେଟର୍ପାଇ କାଦି ପାଇବାକେ ପାଇଟି କରତ୍ ।
Kami dengan tegas menasehati mereka di Nama dalam Tuhan Yesus untuk hidup teratur, dan bekerja untuk memenuhi kebutuhan mereka sendiri.
13 ୧୩ ମାତର୍ ଏ ବାଇବଇନିମନ୍ ତମେ ସତ୍କାମ୍ କର୍ବାକେ ତାକିଜାଆ ନାଇ ।
Saudara-saudari, jangan lelah untuk berbuat baik.
14 ୧୪ ଏ ଚିଟିଲଗେ ତମ୍କେ ଜନ୍ କବର୍ପାଟାଇଲୁ ଆଚୁ, କେନ୍ତି ଆଲେ ତମର୍ ବିତ୍ରେଅନି କେ ମିସା ସେଟା ମାନ୍ବାକେ ମନ୍ ନ କରେ, ସେନ୍ତାରି ଲକ୍କେ ଚିନିରୁଆ ଆରି ତାର୍ସଙ୍ଗ୍ ମିସିବିଡି ରଇବାଟା ଚାଡି ଦିଆସ୍ ।
Kalau ada orang yang tidak mengikuti apa yang kami ajarkan dalam surat ini, perhatikanlah siapa mereka dan jangan berhubungan dengan mereka. Dengan begitu, mereka akan sadar dan menjadi malu
15 ୧୫ ସେନ୍ତାର୍ କଲେ ସେ ଲାଜ୍ ଅଇଜାଇସି । ମାତର୍ ତାର୍ସଙ୍ଗ୍ ସତ୍ରୁର୍ ପାରା କାତାବାର୍ତା ନ ଅଇକରି, ନିଜର୍ ବିସ୍ବାସି ବାଇପାରା ତାକେ ଜାଗ୍ରତ୍ କରା ।
— jangan anggap mereka sebagai musuh teruslah menasehati mereka sebagai saudara-saudari seiman.
16 ୧୬ ଜନ୍ମାପ୍ରୁ ଆମ୍କେ ସାନ୍ତି ଦେଲାନି, ସେ ତମ୍କେ ସବୁବେଲେ ଆରି ସବୁରକାମ୍ ସାନ୍ତିଦେଅ । ମାପ୍ରୁ ତମର୍ ସବୁର୍ଲଗେ ରଅ ।
Semoga Tuhan damai sendiri memberi kalian kedamaian dalam setiap situasi dalam segala hal.
17 ୧୭ ମୁଇ ମର୍ ନିଜର୍ ଆତେ ଏଟା ଲେକ୍ଲିନି । ପାଉଲର୍ ଜୁଆର୍ ଜାନାଇଲୁନି । ମୁଇ ଲେକିରଇବା ସବୁ ଚିଟିପତର୍ ଲଗେ ମୁଇ ଏନ୍ତାରି ଦସ୍ତକତ୍ କରି ଲେକିରଇବି ।
Saya, Paulus, yang menulis salam terakhir dengan tangan saya sendiri. Ini adalah tanda tangan saya di setiap surat yang saya tulis.
18 ୧୮ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାନି ତମ୍କେ ସବୁକେ ମିଲ ।
Kiranya kasih karunia Tuhan kita Yesus Kristus menyertai kalian semua.