< ୨ୟ ତିମତି 2 >
1 ୧ ଏ ମର୍ ଆଲାଦର୍ ପ । ଜିସୁକିରିସ୍ଟ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାର୍ ପାଇ ଡାଟ୍ଅଇ ର ।
Thou therefore, my son, be strong in the grace which is by Jesus the Messiah.
2 ୨ ଜେତ୍କି ଲକ୍ମନ୍ ବିନ୍ ଲକ୍ମନ୍କେ ସିକାଇବାକେ ଅଦିକାର୍ ପାଇଆଚତ୍, ଏନ୍ତାରି ଲକ୍ମନ୍କେ ସବୁ ବିସଇ ସର୍ପିଦେସ୍ । କେତେକ୍ କେତେକ୍ ସାକିମନର୍ ମୁଆଟେ ତୁଇ ମର୍ଟାନେଅନି ଜନ୍ ସାକି ସୁନିଆଚୁସ୍, ସେନ୍ତାରି ଲକ୍ମନ୍କେ ସେ ସବୁଜାକ ସର୍ପିଦେସ୍ ।
And the things thou hast heard from me by many witnesses, these commit thou to faithful men, who are competent to teach others also.
3 ୩ କିରିସ୍ଟ ଜିସୁର୍ ଗଟେକ୍ ନିକ ସନିଅ ଅଇ, ମର୍ପାରା ଦୁକ୍ କସ୍ଟ ମୁର୍ଚିକରି ରଅ ।
And endure evils, as a good soldier of Jesus the Messiah.
4 ୪ ଗଟେକ୍ ସନିଅର୍ ବିସଇ ବାବିଦେକା । ସଇନ ଜୁଇଦ୍କେ ଜିବାକେ ଜାଗ୍ରତ୍ ଅଇବାବେଲେ, ଏ ଜଗତର୍ ବିସଇ କର୍ବାକେ ମନ୍ ନ ଦେଏ । କାଇକେବଇଲେ, ସେ ତାର୍ ଉପ୍ରର୍ ଅଦିକାରିକେ ସାର୍ଦା କରାଇବାକେ ମନ୍ କର୍ସି ।
No man, on becoming a soldier, entangleth himself with the business of the world; that he may please him who enlisted him.
5 ୫ ସେନ୍ତାରିସେ, ଗଟେକ୍ ପାଲାଇବା ଲକର୍ ବିସଇ ବାବିଦେକ୍ । ଜେ ଆରାଜିତାଟାନେ ପାଲାଇବାକେ ମନ୍ କର୍ସି, ସେ ଜଦି ଆରାଜିତାର୍ ନିୟମ୍ ମାନିକରି ନ ପାଲାଇଲେ, ତାକେ ସେ ଇନାମ୍ ନ ମିଲେ ।
And if one contend in the games, he is not crowned, unless he contendeth according to the rules.
6 ୬ ଗଟେକ୍ ଚାସିର୍ ବିସଇ ବାବିଦେକ୍, ଜନ୍ ଚାସି କସ୍ଟ କରିରଇସି, ସେ ପର୍ତୁମ୍ ପଲ୍ ପାଇବା ଦର୍କାର୍ ।
The husbandman who laboreth, ought first to feed on his fruits.
7 ୭ ମୁଇ ଜାଇଟା କଇଲିନି, ସେଟା ବାବିଦେକ୍, ମାପ୍ରୁ ସବୁ ବିସଇଟାନେ ତକେ ଗିଆନ୍ ଦେଇସି ।
Consider what I say. Our Lord give thee wisdom in all things.
8 ୮ ମୁଇ ଜନ୍ ସୁବ୍କବର୍ ତକେ ଜାନାଇରଇଲି, ତେଇ ଜିସୁକିରିସ୍ଟକେ ଏତାଉଁ । ସେ ଦାଉଦର୍ କୁଟୁମେ ଜନମ୍ ଅଇଲା ଆରି ପର୍ମେସର୍ ତାକେ ମରନେଅନି ଉଟାଇଲା ।
Be mindful of Jesus the Messiah, that he arose from the dead; who was of the seed of David, according to my gospel,
9 ୯ ସେ ସୁବ୍କବରର୍ ଲାଗି ମୁଇ ଦୁକ୍ କସ୍ଟ ଅଇ ଆଇଲିନି ଆରି ଗଟେକ୍ ଦସ୍ କଲା ଲକର୍ପାରା ବନ୍ଦିଗରେ ଆଚି । ମାତର୍ ପର୍ମେସରର୍ ବାକିଅ ବାନ୍ଦାଇଅଇ ରଏନାଇ ।
in which I suffer evils unto bonds, as if an evil-doer: but the word of God is not in bonds.
10 ୧୦ ସେନ୍ତାରିସେ ବାଚିଅଇଲା ଲକ୍ମନ୍ ମିସା କେବେ ନ ସାର୍ବା ମଇମା ସଙ୍ଗ୍ ଜିସୁକିରିସ୍ଟ ଦେବା ମୁକ୍ତି, ପାଇବାଇ । ସେମନର୍ଲାଗି ଏ ସବୁ ବିସଇ ମୁଇ ମୁର୍ଚିକରି ରଇଲିନି । (aiōnios )
Therefore I endure every thing, for the elect's sake; that they also may obtain life, in Jesus the Messiah, with eternal glory. (aiōnios )
11 ୧୧ ଏ ବାକିଅ ସତ୍, ଜଦି ଆମେ ତାର୍ ସଙ୍ଗ୍ ମରିଜାଇଆଚୁ, ସେନ୍ତାର୍ ଆଲେ ଆମେ ତାର୍ସଙ୍ଗ୍ ବଁଚ୍ବୁ ମିସା,
Faithful is the saying, For if we shall have died with him, we shall also live with him;
12 ୧୨ ଜଦି ଆମେ ମୁର୍ଚିକରି ରଇବୁ ତେବେ ତାର୍ ସଙ୍ଗ୍ ସାସନ୍ ମିସା କର୍ବୁ । ଆମେ ଜଦି ତାକେ ନ ନାମୁ, ସେ ଆମ୍କେ ମିସା ନ ନାମେ ।
and, if we shall have suffered, we shall also reign with him. But if we shall have rejected him, he will reject us.
13 ୧୩ ମାତର୍ ଆମେ ବିସ୍ବାସ୍ କର୍ବାଟା ଏଲା କଲେ ମିସା ସେ କାତା ଦେଇରଇବାଟା ସବୁ କରିସାରାଇସି । କାଇକେବଇଲେ ସେ ତାର୍ କାତା ନ ବାଦ୍ଲାଏ ।
And if we shall have not believed in him, he abideth in his fidelity; for he cannot reject himself.
14 ୧୪ ପଦେକ୍ କାତା ନେଇ ଦଦାପେଲା ଅଇତେରଇଲେ, ସେଟା ଚୁଚାଇସେ । ସୁନ୍ବା ଲକ୍ମନ୍କେ ନସ୍ଟକରି ଦେଇସି । ଏନ୍ତାରି କଇ ପର୍ମେସରର୍ ମୁଆଟେ ଲକ୍ମନ୍କେ ଡାଟ୍ସଙ୍ଗ୍ ଆଦେସ୍ ଦେସ୍ ।
Of these things admonish thou them and charge them, before our Lord, that they dispute not, with unprofitable words, to the subversion of those who hear them.
15 ୧୫ ସତ୍ ବାକିଅ ନିମାନ୍ ସଙ୍ଗ୍ ଜାନା । ଲାଜ୍ ନଇଲା କାମ୍ କର୍ବା ଲକ୍ପାରା ମାପ୍ରୁର୍ ଲଗେ ନିଜ୍କେ ଅଦିକାର୍ ପାଇଲା ଲକ୍ ବଲି ଦେକାଇଅଇବାକେ ଜତନ୍ ଅ ।
And study to present thyself before God, perfectly, a laborer who is not ashamed, one who correctly announceth the word of truth.
16 ୧୬ ମାତର୍ ଜନ୍ ଲକ୍ମନ୍ ଆସାର୍ କାତାଇ ଆରି ବକୁଆ କାତାଇ ଦିଆନ୍ ଦେଇତେ ରଇବାଇ, ସେନ୍ତାରି ଲକ୍ମନର୍ ଟାନେଅନି ଦୁରିକେ ର । ଜନ୍ ଲକ୍ମନ୍ ସେନ୍ତାରିଟାନେ ମିସ୍ବାଇ, ସେ ଲକ୍ମନ୍ ପର୍ମେସରର୍ ଟାନେଅନି ଦୁରିକେ ଜିବାଇ ।
Avoid vain discourses, in which there is no profit; for they very much add to the wickedness of those occupied with them.
17 ୧୭ ତାକର୍ କାତା ଗାଗ୍ଡେ ଅଦିକ୍ ଅଦିକ୍ ଅଇବା ଗଟେକ୍ ଗାଉପାରା ଅଇ ଲକ୍ମନ୍କେ ନସାଇସି । ସେନ୍ତାରିସେ ଉମନାଅ ଆରି ପିଲିତ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇ ବୁଲ୍ଲାଇନି ।
And their discourse, like an eating cancer, will lay hold upon many. And one of these is Hymeneus, and another Philetus;
18 ୧୮ ସେମନ୍ ମଲାଲକ୍ ଉଟି ସାରିଆଚେ ବଲି କଇକରି ସତ୍କେ ଚାଡିଦେଇଆଚତ୍ । ଏନ୍ତାରି କଇକରି କେତେ କେତେ ଲକର୍ ବିସ୍ବାସ୍ ନସାଇଦେଇ ଆଚତ୍ ।
who have wandered from the truth, while they say, The resurrection of the dead hath passed: and they subvert the faith of some.
19 ୧୯ ଅଇଲେମିସା ପର୍ମେସର୍ ଜନ୍ କୁନାଦି ବସାଇଆଚେ, ସେଟା ଡାଟ୍ସେ ରଇସି । ସେ କୁନାଦି ଉପ୍ରେ ଏନ୍ତାରି ଲେକା ଅଇଲାଆଚେ, “ମାପ୍ରୁ ତାର୍ ନିଜର୍ ଲକ୍କେ ଜାନେ, ଆରି ଜେତ୍କିଲକ୍ ସବୁ ଆମେ ମାପ୍ରୁର୍ ଲକ୍ ବଲାଇଅଇଲାଇନି, ସେମନ୍ ବୁଲ୍ କାମେ ଅନି ଦୁରିକେ ରଅତ୍ ।”
But the firm foundation of God standeth; and it hath this seal, The Lord knoweth them who are his: and, Let every one who invoketh the name of our Lord, stand aloof from iniquity.
20 ୨୦ ଗଟେକ୍ ରାଜାର୍ ଗରେ କେତେ ରକାମର୍ ଗିନାକୁଡ୍କା ରଇସି, କେତେଟା ସୁନା ରୁପା ସଙ୍ଗ୍ ତିଆର୍ ଅଇଲାଟା, କେତେଟା ଗଚ୍ ଆରି ଚିକଟ୍ ମାଟିସଙ୍ଗ୍ ତିଆର୍ ଅଇଲା, କେତେଟା ବିବା ବଜି ବେଲର୍ପାଇ ଆରି କେତେଟା ଦିନ୍କେ ବାଇବାକେ ରଇସି ।
But in a great house, there are not only vessels of gold or silver, but also of wood and of pottery; and some of them for honor, and some for dishonor.
21 ୨୧ ଜେ ନିଜ୍କେ ସବୁ ରକାମର୍ ପାପେଅନି ଜାଗ୍ରତ୍ କରିରଇସି, ମାପ୍ରୁ ସେମନ୍କେ ନିକ କାମର୍ପାଇ ବାଇସି । କାଇକେବଇଲେ, ସେ ଦେକ୍ବା ଇସାବେ, ସେମନ୍ ନିକ ଲକ୍ ଆରି ସବୁ ରକାମର୍ ଦରମ୍ କାମର୍ପାଇ ନିଜେ ସର୍ପି ଅଇଲାଇ ଆଚତ୍ ।
If therefore any one purge himself from these things, he will be a pure vessel for honor, fit for the use of his Lord, and prepared for every good work.
22 ୨୨ ମାତର୍ ଦାଙ୍ଗ୍ଡା ବଇସେ ରଇବା ଗାଗଡର୍ ମନ୍କର୍ବାଟାନେଅନି ତୁଇ ଦୁରିକେ ର । ଟିକ୍ ବିସଇ କର୍ବାକେ ଚେସ୍ଟା କର୍ । ବିସ୍ବାସେ ଡାଁଟ୍ ରଅ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ଆରି ତାକର୍ ସଙ୍ଗ୍ ସାନ୍ତିସଙ୍ଗ୍ ର । ମନ୍କେ ସୁକଲ୍ କରି ଜେତ୍କି ସବୁଲକ୍ ମାପ୍ରୁକେ ପୁଜା କଲାଇନି, ସେମନର୍ ସଙ୍ଗ୍ ଏ ସବୁଜାକ କର୍ ।
Fly from all the lusts of youth; and follow after righteousness, and faith, and love, and peace, with them that invoke our Lord with a pure heart.
23 ୨୩ ଆସାର୍ କାତାଇଅନି, ଚୁଚାଇ ଦଦାପେଲା ଅଇବା କାତାଇଅନି ଦୁରିକେ ର । କାଇକେବଇଲେ, ସେନ୍ତାରି ଟାନେ ମିସ୍ବା ଲକ୍ମନ୍ ସବୁ କିରଜାଟି ଅଇକରି ସାରିଜିବାଇ । ଏଟା ତୁଇ ଜାନିଆଚୁସ୍ ।
Avoid those foolish discussions which afford no instruction; for thou knowest, that they generate contests.
24 ୨୪ ମାପ୍ରୁକେ ସେବା କର୍ବା ଏନ୍ତାରି ଗଟେକ୍ ଲକ୍ କିରଜାଟି କର୍ବାର୍ନାଇ । ତାର୍ ବାଦୁଲେ, ସେ ସବୁକେ ସୁଆଲେ ଚଲାଚଲ୍ତି କର୍ବାର୍ । ସେ ନିକସଙ୍ଗ୍ ସିକାଇବାକେ ଜାନ୍ବାର୍ଆଚେ । ଦାପ୍ରେ ରିସା ନ ଅଇକରି ମୁର୍ଚି ରଇବାର୍ ଆଚେ ।
And a servant of our Lord ought not to contend, but to be mild towards every one, and instructive, and patient;
25 ୨୫ ପର୍ମେସର୍ ତାର୍ ମନ୍ ବାଉଡାଇବାକେ ଦେଇସି, ସେଟା ଆସାଅଇ ତାର୍ ବିରଦେ କାତା ଅଇବା ଲକ୍ମନ୍କେ ସେ ଦରମ୍ ସଙ୍ଗ୍ ସୁଆଲ୍ କର୍ବାର୍ ଆଚେ । ସତ୍ ବିସଇ ଜାନ୍ବାକେ ସେମନ୍କେ ସାଇଜ କର ।
that with mildness he may enlighten those who dispute against him, if perhaps God may give them repentance, and they may acknowledge the truth,
26 ୨୬ ତାର୍ ଚିନ୍ତା କର୍ବାଟାନେ ସେମନ୍ ସତ୍ ବିସଇ ଅଇସି କି ନାଇ ବଲି ନ ବାବିକରି ରଇବାର୍ । ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସଇତାନ୍ ସେମନ୍କେ ବନ୍ଦିକରି ନେଲାଆଚେ । ତାର୍ ପାନ୍ଦେଅନି ସେମନ୍ ରକିଆ ପାଅତ୍ ।
and may recollect themselves, and may escape out of the snare of Satan, at whose pleasure they have been held ensnared.