< ୨ୟ ତିମତି 1 >
1 ୧ ମୁଇ ପାଉଲ୍ ଏ ଚିଟି ଲେକ୍ଲିନି । ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇବାକେ ପର୍ମେସର୍ ମକେ ବାଚ୍ଲା ଆଚେ । ନ ସାର୍ବା ଜିବନ୍ ପାଇବା ଜନ୍ ସୁବ୍ କବର୍ ପର୍ମେସର୍ କାତା ଦେଇରଇଲା, ସେଟା ଜାନାଇବାକେ ମକେ ପାଟାଇଲାଆଚେ । ସେ ଜିବନ୍ କିରିସ୍ଟର୍ ସଙ୍ଗ୍ ମିସିରଇବା ଜିବନ୍ ।
Paul, an apostle of Jesus Christ by the will of God, according to the promise of life which is in Christ Jesus,
2 ୨ ଏ ଚିଟି ତିମତି ମୁଇ ତକେ ଲେକ୍ଲିନି । ତୁଇ ମର୍ ଆଲାଦର୍ ପଅ ପାରା ଅଇ ଆଚୁସ୍ । ଆମର୍ ବାବା ପର୍ମେସର୍ ଆରି ଆମର୍ ମାପ୍ରୁ ଜିସୁକିରିସ୍ଟ, ତକେ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ ।
To Timothy, [my] dearly beloved son: Grace, mercy, [and] peace, from God the Father and Christ Jesus our Lord.
3 ୩ ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି । ମର୍ ଆନିଦାଦିମନ୍ ଜେନ୍ତାର୍ ତାକେ ସେବା କଲାଇ, ସେନ୍ତାରି ମୁଇ ମିସା ତାକେ ସେବା କଲିନି । ମର୍ ବିବେକ୍ ମକେ ଦସ୍ ଦେଏ ନାଇ । ମୁଇ ତର୍ପାଇ ଦିନ୍ରାତି ପାର୍ତନା କଲିନି ।
I thank God, whom I serve from [my] forefathers with pure conscience, that without ceasing I have remembrance of thee in my prayers night and day;
4 ୪ ଆମେ ଦୁଇ ଲକ୍ ବେଗଲ୍ଲାବେଲେ ତୁଇ ଦୁକ୍ ଅଇ ଆଁସୁ ଜରାଇଲୁସ୍, ସେଟା ମର୍ ମନେଆଚେ । ତେବର୍ପାଇ ତକେ ଦେକ୍ବି ବଲି ମୁଇ ବେସି ମନ୍ କଲିନି । ଜେନ୍ତାରି କି ମୁଇ ପୁରାପୁରୁନ୍ ସାର୍ଦା ଅଇବି ।
Greatly desiring to see thee, being mindful of thy tears, that I may be filled with joy;
5 ୫ ତୁଇ ସତଇସେ ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁସ୍ ବଲି ମର୍ ମନେଆଚେ । ତୁଇ ବିସ୍ବାସ୍ କର୍ବା ଆଗ୍ତୁ ତର୍ ଆମା ଲଇ ଆରି ତର୍ ଆୟା ଉନିସ୍ ତାକେ ବିସ୍ବାସ୍ କର୍ତେରଇଲାଇ । ସେନ୍ତାରିସେ ତୁଇ ବିସ୍ବାସ୍ କର୍ବାଟା ଡାଁଟ୍ ଆଚେବଲି ମୁଇ ଜାନ୍ଲିନି ।
When I call to remembrance the unfeigned faith that is in thee, which dwelt first in thy grandmother Lois, and thy mother Eunice; and I am persuaded that in thee also.
6 ୬ ତେବର୍ପାଇ ମୁଇ ମର୍ ଆତ୍, ତର୍ ମୁଣ୍ଡେ ସଙ୍ଗଇ ପାର୍ତନା କଲାବେଲେ, ଜନ୍ ଆତ୍ମାର୍ ଦାନ୍ ପର୍ମେସର୍ ତକେ ଦେଇରଇଲା, ସେଟା ବଁଚାଇକରି ସଙ୍ଗ ବଲି ଏତାଇଦେଲିନି ।
For which cause I put thee in remembrance, that thou stir up the gift of God, which is in thee by the imposition of my hands.
7 ୭ କାଇକେବଇଲେ ଜନ୍ ଆତ୍ମା ପର୍ମେସର୍ ଆମ୍କେ ଦେଲାଆଚେ, ସେଟା ଆମ୍କେ ଡର୍ବାକେ ନ ଦେଏ । ତାର୍ ବାଦୁଲେ ଆତ୍ମାଇ ବପୁ ଦେଇସି, ବିନ୍ ଲକ୍ମନ୍କେ ଆଲାଦ୍ କର୍ବାକେ ସିକାଇସି ଆରି ନିଜ୍କେ ଜାଗରତ୍ ରଇବାକେ ସିକାଇସି ।
For God hath not given us the spirit of fear, but of power, and of love, and of a sound mind.
8 ୮ ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।
Be not thou therefore ashamed of the testimony of our Lord, nor of me his prisoner: but be thou partaker of the afflictions of the gospel according to the power of God;
9 ୯ ନିକ କାମ୍ କଲାର୍ ପାଇ ସେ ଆମ୍କେ ବାଚେନାଇ । ମାତର୍ ତାର୍ ନିଜର୍ ଜଜ୍ନା ଇସାବେ ସେ ଆମ୍କେ ବାଚିକରି ତାର୍ ଦୟା ଦେକାଇଲା ଆଚେ । ଏ ଜଗତ୍ ତିଆର୍ ନ ଅଇତେ ପର୍ମେସର୍ ଜିବନ୍ ଦୁକାଇ, ଜିସୁକିରିସ୍ଟକେ ଆମର୍ଲାଗି ଏ ଜଗତେ ପାଟାଇଲା । (aiōnios )
Who hath saved us, and called [us] with a holy calling, not according to our works, but according to his own purpose and grace, which was given to us in Christ Jesus before the world began; (aiōnios )
10 ୧୦ ଆରି ଏବେ ସେ ଜିବନ୍ ଦୁକାଇ ଦୟା ଦେକାଇଲାଟା, ପର୍ମେସର୍ ଆମ୍କେ ଜାନାଇଆଚେ । ଏଟା ଆମର୍ ରକିଆକାରି ଜିସୁକିରିସ୍ଟ ଜେ କି ଆମର୍ଟାନେ ଆଇଲା । ମରନର୍ ବପୁକେ ସେ କୁରୁପ୍ନାସ୍ କଲା । ଆରି ସୁବ୍ କବର୍ ଜାନ୍ଲାର୍ପାଇ ନ ସାର୍ବା ଜିବନ୍ ପାଇବାକେ ସେ ଆମ୍କେ ବାଟ୍ ଦେକାଇଲା ।
But is now made manifest by the appearing of our Savior Jesus Christ, who hath abolished death, and hath brought life and immortality to light through the gospel:
11 ୧୧ ଜିସୁକିରିସ୍ଟର୍ ବିସଇ ରଇବା ଏ ସୁବ୍ କବର୍ ପର୍ମେସର୍ ମକେ ଜାନାଇବାକେ କଇଆଚେ । ଗଟେକ୍ ସିକାଇବା ଲକ୍ ଆରି ପେରିତ୍ ଇସାବେ, ସେ ମକେ ବାଚିଆଚେ ।
To which I am appointed a preacher, and an apostle, and a teacher of the Gentiles.
12 ୧୨ ଏଟାର୍ ଲାଗି ମୁଇ ଏ ବନ୍ଦିଗରେ ଦୁକ୍ କସ୍ଟ ପାଇଲିନି । ପାଇଲେ ମିସା ଲାଜ୍ ଅଇନାଇ । କାଇକେବଇଲେ ମୁଇ ଜାକେ ବିସ୍ବାସ୍ କରିଆଚି, ତାକେ ଜାନି, ଆରି ମୁଇ ତାକେ ଜନ୍ଟା ସର୍ପି ଆଚେ, ସେଟା ସେ ବାଉଡି ଆଇବା ଦିନ୍ ଜାକ, ଜତନ୍ କରି ସଙ୍ଗଇବାକେ ତାର୍ ବପୁ ଆଚେ । ଏଟା ମୁଇ ଡାଟ୍ ସଙ୍ଗ୍ ବିସ୍ବାସ୍ କଲିନି ।
For which cause I also suffer these things: nevertheless I am not ashamed: for I know whom I have believed, and am persuaded that he is able to keep that which I have committed to him against that day.
13 ୧୩ ତୁଇ ମର୍ଟାନେଅନି ସତ୍ ସିକିଆ ସୁନିଆଚୁସ୍ । ସେନ୍ତାରିସେ ଚଲାଚଲ୍ତି କର୍ । ଜିସୁକିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ଏଟା ବିସ୍ବାସ୍ ଆରି ଆଲାଦ୍ ସଙ୍ଗ୍ କର୍ ।
Hold fast the form of sound words, which thou hast heard from me, in faith and love which is in Christ Jesus.
14 ୧୪ ଜନ୍ ସୁବ୍କବର୍ ପର୍ମେସର୍ ତକେ ଦେଇଆଚେ, ସେଟାକେ ଦେକାରକା କର୍ । ଆମର୍ ବିତ୍ରେ ରଇବା ସୁକଲ୍ ଆତ୍ମାର୍ ବପୁସଙ୍ଗ୍ ସେଟା ଦେକାରକା କର୍ ।
That good thing which was committed to thee keep by the Holy Spirit which dwelleth in us.
15 ୧୫ ଆସିଆ ଦେସେ ରଇବା ବେସି ବିସ୍ବାସିମନ୍ ମକେ ଚାଡିକରି ଗାଲାଇ ଆଚତ୍ ବଲି ତୁଇ ଜାନିଆଚୁସ୍ । ତେଇ ପୁଗେଲ୍ ଆରି ଅର୍ମଗେନା ମିସା ମକେ ଚାଡି ଉଟିଗାଲାଇ ।
This thou knowest, that all they who are in Asia are turned away from me; of whom are Phygellus and Hermogenes.
16 ୧୬ ଅନିସିପର୍ ଆରି ତାର୍ କୁଟୁମ୍କେ ମାପ୍ରୁ ଦୟାକର । କାଇକେବଇଲେ ମୁଇ ବନ୍ଦିଗରେ ରଇଲାବେଲେ ସେ ମକେ ଦେକ୍ବାକେ ଲାଜ୍ ଅଏନାଇ । ତାର୍ ବାଦୁଲେ ସେ ତର୍କେ ତର୍ ଆସି ମକେ ସାର୍ଦା କରାଇଲା ।
The Lord give mercy to the house of Onesiphorus; for he often refreshed me, and was not ashamed of my chain:
17 ୧୭ ସେ ରମ୍ ଦେସେ ଆଇଲା ଦାପ୍ରେ ମକେ ବେଟ୍ ଅଇବାଜାକ ସବୁ ଜାଗାଇ କଜ୍ଲା ।
But, when he was in Rome, he sought me out very diligently, and found [me].
18 ୧୮ ବଡ୍ ବିଚାର୍ନା ଦିନେ ତାକେ ଜେନ୍ତି ମାପ୍ରୁ ଦୟା କର । ତୁଇ ନିଜେ ଜାନିଆଚୁସ୍ ଏପିସିତେଇ ସେ ମକେ କେତେକ୍ ସାଇଜ କଲା ।
The Lord grant to him that he may find mercy from the Lord in that day: and in how many things he ministered to me at Ephesus, thou knowest very well.