< ୩ ୟ ଜଅନ୍ 1 >
1 ୧ ଏ ମଣ୍ଡଲିର୍ ପାର୍ଚିନ୍ ଇସାବେ ମୁଇ ଜଅନ୍, ଏ ଚିଟି ଆଲାଦର୍ ଗାଇସ୍, ତକେ ଲେକ୍ଲିନି । ମୁଇ ତକେ ସତଇସେ ଆଲାଦ୍ କଲିନି ।
प्राचीनो ऽहं सत्यमताद् यस्मिन् प्रीये तं प्रियतमं गायं प्रति पत्रं लिखामि।
2 ୨ ଏ ମର୍ ଆଲାଦର୍ ମଇତର୍, ତମେ ଗାଗଡ୍ ଇସାବେ ବପୁ ଉଆ ଆରି ତମର୍ ସବୁ କାମ୍ ନିକ ଅ ବଲି ମୁଇ ପାର୍ତନା କଲିନି । ଜେନ୍ତାରିକି ମୁଇ ଜାନି, ତମେ ଆତ୍ମାଇ ମିସା ନିକସେ ଆଚାସ୍ ।
हे प्रिय, तवात्मा यादृक् शुभान्वितस्तादृक् सर्व्वविषये तव शुभं स्वास्थ्यञ्च भूयात्।
3 ୩ ପର୍ମେସରର୍ ସତ୍ ବାଟ୍ ଇସାବେ ତମେ ଚଲାଚଲ୍ତି କଲାସ୍ନି ବଲି କେତେଟା ସଙ୍ଗର୍ ବିସ୍ବାସି ବାଇମନ୍ ଇତି ଆସିକରି ଆମ୍କେ କଇଲାଇ । ଆରି ତମେ ସେନ୍ତାରିସେ ଚଲାଚଲ୍ତି କଲାସ୍ନି ବଲି ମୁଇ ଜାନି ।
भ्रातृभिरागत्य तव सत्यमतस्यार्थतस्त्वं कीदृक् सत्यमतमाचरस्येतस्य साक्ष्ये दत्ते मम महानन्दो जातः।
4 ୪ ମର୍ ପିଲାମନ୍ ସତ୍ ଇସାବେ ଚଲାଚଲ୍ତି କଲାଇନି ବଲି ସୁନ୍ଲାତେଇଅନି ଆରି କାଇ ବିସଇ ମକେ ସାର୍ଦା ନ କରାଏ ।
मम सन्तानाः सत्यमतमाचरन्तीतिवार्त्तातो मम य आनन्दो जायते ततो महत्तरो नास्ति।
5 ୫ ମର୍ ଆଲାଦର୍ ମଇତର୍, ତମର୍ ସଙ୍ଗ୍ ରଇବା ବିନ୍ ଦେସର୍ ବିସ୍ବାସି ବାଇମନର୍ପାଇ ତମେ କର୍ବା କାମ୍ କେବେ କେବେ ନାଜାନିରଇଲେ ମିସା ସତ୍ସଙ୍ଗ୍ କଲାସ୍ନି ।
हे प्रिय, भ्रातृन् प्रति विशेषतस्तान् विदेशिनो भृातृन् प्रति त्वया यद्यत् कृतं तत् सर्व्वं विश्वासिनो योग्यं।
6 ୬ ତାକର୍ ବିତ୍ରେଅନି କେତେକ୍ ଲକ୍ ଇତିର୍ ମଣ୍ଡଲିର୍ ଲକ୍ମନ୍କେ ତମର୍ ଆଲାଦର୍ ବିସଇ କାତା ଅଇଲାଇଆଚତ୍ । ସେନ୍ତାରି ଲକ୍ମନ୍କେ, ଜେଡେବେଲେ ତମ୍କେ ଚାଡି ଅଲ୍ଗା ଜାଗାମନ୍କେ ଜିବାବେଲେ, ଆଗ୍କେ ପଚ୍କେ କାଇଟା ନ ବାବିକରି ସାଇଜ କରିଲାଗିରୁଆ ।
ते च समितेः साक्षात् तव प्रम्नः प्रमाणं दत्तवन्तः, अपरम् ईश्वरयोग्यरूपेण तान् प्रस्थापयता त्वया सत्कर्म्म कारिष्यते।
7 ୭ ଏ ଲକ୍ମନ୍ ଜିସୁକିରିସ୍ଟର୍ ସେବା କାମର୍ଲାଗି ଗୁଲାଇବାଟେ ବୁଲ୍ଲାଇନି । ଆରି କିରିସ୍ଟକେ ବିସ୍ବାସ୍ ନ କର୍ବା ଲକ୍ମନର୍ତେଇଅନି ସେମନ୍ କାଇ ସାଇଜ ନ ମାଙ୍ଗତ୍ ।
यतस्ते तस्य नाम्ना यात्रां विधाय भिन्नजातीयेभ्यः किमपि न गृहीतवन्तः।
8 ୮ ତେବର୍ପାଇ ଆମେ ତାକର୍ ସଙ୍ଗର୍ ବିସ୍ବାସିମନ୍, ସେମନ୍କେ ଜାଇଟା ଲଡାଆଚେ ସେଟା ଦେଇତେରଉଁ । ଏନ୍ତାରି ଲକ୍ମନ୍କେ ସତ୍ ଜାନାଇବା କାମ୍ଟାନେ ଆମେ ମିସିକରି କରୁ ।
तस्माद् वयं यत् सत्यमतस्य सहाया भवेम तदर्थमेतादृशा लोका अस्माभिरनुग्रहीतव्याः।
9 ୯ ତମର୍ ନଅରେ ରଇବା ମଣ୍ଡଲିର୍ ଲକ୍ମନ୍କେ ମୁଇ ଆଗ୍ତୁ ଗଟେକ୍ ଚିଟି ଲେକିରଇଲି । ମାତର୍ ଡାୟଟେପିସ୍ ମର୍ କାତା ଦାରେନାଇ । କାଇକେବଇଲେ ସେ ନିଜେ ମଣ୍ଡଲିର୍ ନେତା ଅଇବି ବଲି ମନ୍କଲାନି ।
समितिं प्रत्यहं पत्रं लिखितवान् किन्तु तेषां मध्ये यो दियत्रिफिः प्रधानायते सो ऽस्मान् न गृह्लाति।
10 ୧୦ ତେବର୍ପାଇ ମୁଇ ଜେଡେବେଲେ ତମର୍ ନଅରେ ଆଇବାବେଲେ ଡାୟଟେପିସ୍ ଜାଇଟା କଲାନି, ସେଟାସବୁ ମଣ୍ଡଲିର୍ ଲକ୍ମନ୍କେ, କଇଦେବି ବଲି ମନ୍ କଲି । ସେ ମର୍ ବିରୁଦେ, ନ କର୍ଲାଟାମନ୍ କଇବୁଲ୍ଲାନି । ଆରି ତାର୍ତେଇଅନି ଅଦିକ୍ କାରାପ୍ଟା ମିସା ସେ କଲାନି । ଆମର୍ ସଙ୍ଗର୍ ବିସ୍ବାସିମନ୍, ଜେକି ସୁବ୍କବର୍ ଜାନାଇଲାଇନି, ସେ ସେମନ୍କେ ଡାକିନେବାକେ ନିଚ୍ଲାନି । ଜନ୍ ଲକ୍ମନ୍ ସେମନ୍କେ ଡାକିନେବାକେ ମନ୍ କଲାଇନି, ସେମନ୍କେ ତେବାଇଲାନି । ସେନ୍ତାରି ଲକ୍ମନ୍କେ ମଣ୍ଡଲିର୍ ସବାତେଇ ଆଇବାକେ ମନାକଲାନି ।
अतो ऽहं यदोपस्थास्यामि तदा तेन यद्यत् क्रियते तत् सर्व्वं तं स्मारयिष्यामि, यतः स दुर्व्वाक्यैरस्मान् अपवदति, तेनापि तृप्तिं न गत्वा स्वयमपि भ्रातृन् नानुगृह्लाति ये चानुग्रहीतुमिच्छन्ति तान् समितितो ऽपि बहिष्करोति।
11 ୧୧ ଆଲାଦର୍ ମଇତର୍, କାରାପ୍ କାମ୍ କରି ଚଲାଚଲ୍ତି କର୍ବା ଲକ୍ମନର୍ ପାରା ଉଆନାଇ । ତାର୍ ବାଦୁଲେ ନିକ କାମ୍ କର୍ବା ଲକ୍ମନର୍ପାରା ଉଆ । ଜଦି କେ କାରାପ୍ କାମ୍ କଲେ, ତାର୍ କାମେଅନି ସେ ପର୍ମେସର୍କେ ନାଜାନେ ବଲି ଡିସ୍ଲାନି ।
हे प्रिय, त्वया दुष्कर्म्म नानुक्रियतां किन्तु सत्कर्म्मैव। यः सत्कर्म्माचारी स ईश्वरात् जातः, यो दुष्कर्म्माचारी स ईश्वरं न दृष्टवान्।
12 ୧୨ ଡିମିତିର୍ ଗଟେକ୍ ନିକ ଲକ୍ ବଲି ମଣ୍ଡଲିର୍ ସବୁଲକ୍ କଇଲାଇନି । ସେ ସତ୍ ବିସଇ ଇସାବେ ଚଲାଚଲ୍ତି କଲାନି । ତେବର୍ପାଇ ସେ ଗଟେକ୍ ନିକ ଲକ୍ ବଲି ଆମେ ଜାନିଆଚୁ । ସେ ଗଟେକ୍ ନିକ ଲକ୍ ବଲି ମୁଇ ମିସା ସାକିଦେଲିନି । ଆରି ତମେ ଜାନାସ୍ ଆମେ ଗଟେକ୍ ଲକର୍ କାଇଆଲେ ବିସଇ କଇଲେ, ସେଟା ସତ୍ ।
दीमीत्रियस्य पक्षे सर्व्वैः साक्ष्यम् अदायि विशेषतः सत्यमतेनापि, वयमपि तत्पक्षे साक्ष्यं दद्मः, अस्माकञ्च साक्ष्यं सत्यमेवेति यूयं जानीथ।
13 ୧୩ ତମ୍କେ ମୁଇ ବେସି ବିସଇ କଇବାକେ ମନ୍ କଲିନି, ମାତର୍ ଚିଟିଟାନେ ଲେକ୍ବାକେ ମନ୍ କରିନାଇ ।
त्वां प्रति मया बहूनि लेखितव्यानि किन्तु मसीलेखनीभ्यां लेखितुं नेच्छामि।
14 ୧୪ ମୁଇ ଦାପ୍ରେ ତମର୍ଟାନେ ଆସିକରି ତମର୍ ମୁଆଟେ ସବୁ କାତା କଇବି । ପର୍ମେସର୍ ତମ୍କେ ସାନ୍ତି ଦେଅ । ମଣ୍ଡଲିତେଇ ରଇବା ତମର୍ ସବୁ ମଇତର୍ମନ୍ ଜୁଆର୍ ଜାନାଇଲାଇନି । ତମର୍ ନଅରର୍ ମଣ୍ଡଲିତେଇ ରଇବା ମର୍ ସବୁ ମଇତର୍ମନ୍କେ ଗଟେକ୍ ଗଟେକ୍ ଲକ୍କେ, ଜୁଆର୍ ଜାନାଆ ।
अचिरेण त्वां द्रक्ष्यामीति मम प्रत्याशास्ते तदावां सम्मुखीभूय परस्परं सम्भाषिष्यावहे। तव शान्ति र्भूयात्। अस्माकं मित्राणि त्वां नमस्कारं ज्ञापयन्ति त्वमप्येकैकस्य नाम प्रोच्य मित्रेभ्यो नमस्कुरु। इति।