< ପେରିତ୍ 12 >
1 ୧ ଏ ବେଲାଇ, ଏରଦ୍ ରାଜା ଜିରୁସାଲେମ୍ ମଣ୍ଡଲିର୍ କେତେକ୍ ବିସ୍ବାସିମନ୍କେ ତାଡ୍ନା ଦେବାର୍ ଦାର୍ଲା ।
ᎾᎯᏳᏃ ᎡᎶᏛ ᎤᎬᏫᏳᎯ ᎤᎴᏅᎮ ᏚᏕᏯᏙᏔᏁ ᎢᎦᏛ ᏧᎾᏁᎶᏗ ᎤᎾᏓᏡᎬᎢ.
2 ୨ ଜଅନର୍ ବାଇ ଜାକୁବ୍କେ କାଣ୍ଡା ସଙ୍ଗ୍ ମାରି ମରାଇଲା, ଜାକୁବ୍ ଜଅନର୍ ବଡ୍ ବାଇ ରଇଲା ।
ᎠᏰᎳᏍᏗᏃ ᎦᏅᎯᏛ ᎤᏩᏔᏁ ᎤᎴ ᏥᎻ ᏣᏂ ᏗᎾᏓᏅᏟ.
3 ୩ ଜାକୁବ୍କେ ମରାଇଲାଟା ଜିଉଦିମନ୍କେ ସାର୍ଦା କରାଇଲା । ଏଟା ଦେକି ଏରଦ୍ ପିତର୍କେ ମିସା ବନ୍ଦି କର୍ବାକେ ତିଆର୍ଲା । ଏଟା ଜିଉଦିମନ୍ କମିର୍ ନ ମିସାଇତେ ରୁଟିକର୍ବା ପରବ୍ ବେଲେ ଅଇରଇଲା ।
ᎤᏙᎴᎰᏒᏃ ᎣᏏᏳ ᎠᏂᏰᎸᏍᎬ ᎠᏂᏧᏏ, ᏈᏓ ᎾᏍᏉ ᎤᏂᏴᎮᎢ. ᎾᎯᏳᏃ ᎾᎪᏔᏅᎾ ᎦᏚ ᎠᎩᏍᏗᏱ ᎨᏎᎢ.
4 ୪ ସଇନମନ୍ ପିତର୍କେ ବାନ୍ଦିକରି ବନ୍ଦିଗରେ ପୁରାଇଲାଇ । ରକିଆ ପାଇବା ପରବର୍ ପଚେ ସବୁ ଲକର୍ ମୁଆଟେ ବିଚାର୍ନା କର୍ବି ବଲି ଏରଦ୍ ବାବି ରଇଲା । ସେଟାର୍ପାଇ ଗଟେକ୍ ଦଲେ ଚାରିଲକ୍ ଲାକା ଅଇ, ଚାରିଟା ଦଲ୍କରି ସନିଅମନ୍ ତାକେ ଜାଗିରଇଲାଇ ।
ᎤᏂᏴᎲᏃ ᏗᏓᏍᏚᏗᏱ ᎤᏴᏔᏁᎢ, ᎠᎴ ᏚᏲᎯᏎᎴ ᏅᎩ ᎢᏗᏂᎢᏛ ᏅᎩ ᏄᎾᏓᏡᎬ ᎠᏂᏯᏫᏍᎩ ᎬᏩᎦᏘᏗᏍᎩ, ᎧᏃᎯᏰᎩ ᏗᎵᏍᏓᏴᏗᏱ ᎤᎶᏐᏅᎯ ᏴᏫ ᏧᎾᏄᎪᏫᏎᏗᏱ ᎤᏰᎸᏎᎢ.
5 ୫ ପିତର୍ ବନ୍ଦିଗରେ ରଇଲାବେଲେ ଜିରୁସାଲେମେ ରଇବା ମଣ୍ଡଲିର୍ ବିସ୍ବାସିମନ୍ ଗଟେକ୍ ଅଇକରି ତାର୍ପାଇ ପର୍ମେସର୍କେ ପାର୍ତନା କର୍ତେରଇଲାଇ ।
ᏈᏓᏃ ᎠᏥᏍᏚᎮᎢ; ᎠᏎᏃ ᏧᎾᏁᎶᏗ ᎤᎾᏓᏡᎬ ᎤᎵᏂᎩᏗᏳ ᎤᎾᏓᏅᏖ ᎠᎾᏓᏙᎵᏍᏓᏁᎮ ᎤᏁᎳᏅᎯ ᎾᏍᎩ ᎠᏥᏍᏕᎸᏗᏱ.
6 ୬ ଜନ୍ ଦିନେ ଏରଦ୍ ପିତର୍କେ ଲକ୍ମନର୍ ମୁଆଟେ ଆନ୍ବାକେ କାତା ଦେଇରଇଲା, ତାର୍ ଆଗ୍ତୁର୍ ରାତି ପିତର୍ ବନ୍ଦିଗରେ ଦୁଇଟା ଜାଗୁଆଲ୍ମନର୍ ମଜାଇ ସଇରଇଲା । ତାକେ ସନିଅମନର୍ ମିସ୍ତେ ଦୁଇଟା ଆତେ ଦୁଇଟା ସିକ୍ଲି ସଙ୍ଗ୍ ବାନ୍ଦିରଇଲାଇ । ଆରି ଜାଗୁଆଲ୍ମନ୍ ବନ୍ଦିଗରର୍ ଦୁଆରେ ଜାଗିରଇଲାଇ ।
ᎾᎯᏳᏃ ᎡᎶᏛ ᎤᎾᏄᎪᏫᏏᏗᏎᎢ, ᎾᎯᏳ ᏒᏃᏱ ᏈᏓ ᎦᎵᎮ ᎠᏰᎵ ᎠᏂᏔᎵ ᎠᏂᏯᏫᏍᎩ ᏓᏂᏅᎬᎢ, ᏔᎵ ᏧᏓᏕᏒᏛ ᏓᎦᎸᏍᏕᎢ, ᎠᏂᎦᏘᏯᏃ ᎦᎶᎯᏍᏗᏳᎶᏗ ᎠᏂᏂ ᎠᏂᏯᏫᏍᎨ ᏗᏓᏍᏚᏗᏱ.
7 ୭ ସେ ଦାପ୍ରେ, ଏଦେ ଦେକା! ମାପ୍ରୁର୍ ଗଟେକ୍ ଦୁତ୍ ଆସି ପିତରର୍ ମୁଆଟେ ଟିଆଅଇଲା ଆରି ଗୁଲାଇ ବାକ୍ରା ଉଜଲ୍ ଅଇଗାଲା । ସରଗର୍ ଦୁତ୍ ପିତର୍କେ କନ୍ଦେ ଦାରି ଚୁଲ୍ବୁଲାଇଲା ଆରି ସଇଲାଟାନେଅନି ଉଟାଇକରି କଇଲା “ଦାପ୍ରେ ଉଟ୍!” ଉଟ୍ଲା ଦାପ୍ରେ ବାନ୍ଦି ଅଇରଇଲା ସିକ୍ଲି କୁସ୍ଲିଗାଲା ।
ᎬᏂᏳᏉᏃ ᏗᎧᎿᎭᏩᏗᏙᎯ ᎤᎬᏫᏳᎯ ᎤᏤᎵ ᎤᎴᏂᎴ ᎦᏅᎬᎢ, ᎢᎦᏃ ᎤᏙᏤ ᏗᏓᏍᏚᏗᏱ; ᎤᏩᏂᎸᏃ ᏈᏓ ᎠᏍᏆᎨᏂ, ᏕᎤᎴᏔᏁᎢ, ᎯᎠ ᏄᏪᏎᎢ; ᏔᎴᎲᎦ ᏞᎩᏳ. ᏧᏓᏕᏒᏛᏃ ᏚᏙᎠᏎ ᏧᏬᏰᏂ.
8 ୮ ତାର୍ପଚେ ଦୁତ୍ କଇଲା, “ଆଁଟାଇ ତୁଆଲ୍ ବାନ୍ଦିଅ ଆରି ପାଣ୍ଡଇ ପିନ୍ଦ୍ ।” ପିତର୍ ସେନ୍ତି କଲା ପଚେ ଦୁତ୍ କଇଲା, “ଚାଦର୍ ଡାବିଅଇକରି ମର୍ ସଙ୍ଗ୍ ଆଉ ।”
ᏗᎧᎿᎭᏩᏗᏙᎯᏃ ᎯᎠ ᏄᏪᏎᎴᎢ; ᎭᏓᏠᎦ, ᎠᎴ ᏔᎳᏑᎸᎦ. ᎾᏍᎩᏃ ᏄᏛᏁᎴᎢ. ᎯᎠᏃ ᏄᏪᏎᎴᎢ; ᎭᏄᏬᏣ ᎠᎴ ᏍᎩᏍᏓᏩᏚᎦ.
9 ୯ ପିତର୍ ଦୁତର୍ ପଚେ ପଚେ ବନ୍ଦିଗରେ ଅନି ବାରଇ ଆଇଲା । ଦୁତ୍ ଜନ୍ଟା କର୍ତେରଇଲା, ସେଟା ସତ୍ କି ନଏଁ ବଲି ଜାନି ନାପାର୍ତେରଇଲା । “ଏଟା ଗଟେକ୍ ଦର୍ସନ୍ ଦେକ୍ଲିନି ।” ବଲି ବାବ୍ତେରଇଲା ।
ᎤᏄᎪᏨᏃ ᎤᏍᏓᏩᏛᏎᎢ; ᎠᎴ ᎥᏝ ᏯᎦᏔᎮ ᎤᏙᎯᏳᎯ ᎨᏒ ᏗᎧᎿᎭᏩᏗᏙᎯ ᏄᏛᏁᎸᎢ, ᎠᏆᏁᎳᏫᏎᏉ ᎡᎵᏍᎨᎢ.
10 ୧୦ ସେମନ୍ ଜାଗୁଆଲ୍ମନ୍ ରଇବା ଦୁଇଟା ଜାଗା ଜିତିକରି ପଚେ ନଅରେ ପୁର୍ବା ଲୁଆ କାପାଟ୍ ରଇବା ଲଗେ ଆଇଲାଇ । ତାକର୍ପାଇ ଲୁଆ କାପାଟ୍ ତାର୍ମନ୍କେସେ ଉଗାଡିଅଇଗାଲା ଆରି ସେମନ୍ ବାରଇ ଉଟିଆଇଲାଇ । ସେମନ୍ ବାଟେ ଇଣ୍ଡୁ ଇଣ୍ଡୁ ଅଟାତ୍ ସରଗର୍ ଦୁତ୍ ପିତର୍କେ ଚାଡି ମାୟା ଅଇଗାଲା ।
ᎢᎬᏱᏱᏃ ᎠᎴ ᏔᎵᏁ, ᎠᏂᏯᏫᏍᎬ ᎤᏂᎶᏒ ᏭᏂᎷᏤ ᏔᎷᎩᏍᎩ ᏗᏍᏚᏛ ᏗᎦᏚᎲ ᏫᎦᎾᏄᎪᎢᏍᏗᏍᎬᎢ, ᎾᏍᎩ ᎤᏩᏒᏉ ᎤᎾᎵᏍᏚᎢᎡᎴᎢ. ᎤᏂᏄᎪᏨᏃ ᏌᏉ ᎦᎳᏅᏛ ᎤᏂᎶᏎᎢ, ᎩᎳᏉᏃ ᎢᏴᏛ ᏗᎧᎿᎭᏩᏗᏙᎯ ᎤᏓᏓᎴᏔᏁᎢ.
11 ୧୧ ତାର୍ପଚେ ଜାଇଟା ଗଟିରଇଲା, ସେଡ୍କିବେଲେ ତାକେ କାଇଟା ଅଇରଇଲା, ସେଟା ପିତର୍ ଜାନିପାରି କଇଲା, “ଏଟା ସତ୍ ବଲି ମୁଇ ଜାନିଆଚି । ଏରଦର୍ ଟାନେଅନି ଆରି ଜିଉଦି ଲକ୍ମନ୍ ଜାଇଟା ଗଟ୍ସି ବଲି ଆସା କରିରଇଲାଇ, ତେଇଅନି ମକେ ରକିଆ କର୍ବାକେ ମାପ୍ରୁ ସରଗର୍ ଦୁତ୍କେ ପାଟାଇରଇଲା ।”
ᏈᏓᏃ ᎤᏓᏅᏘᏌᏅ ᎯᎠ ᏄᏪᏎᎢ; ᎿᎭᏉ ᎦᏙᎴᎣᎯ ᎤᏙᎯᏳᎯ ᎤᎬᏫᏳᎯ ᏧᏅᏒ ᎤᏤᎵ ᏗᎧᎿᎭᏩᏗᏙᎯ, ᎠᎴ ᎠᏇᏓᎴᏒ ᎡᎶᏛ ᏥᏓᎩᏂᏴᏒᎢ, ᎠᎴ ᏂᎦᎥ ᎤᏚᎩ ᏧᏅᏒ ᎠᏂᏧᏏ.
12 ୧୨ ନିଜର୍ ବିସଇ ଜାନିକରି ସେ ଜଅନ୍ ମାର୍କର୍ ଆୟା ମରିୟମର୍ ଗରେ ଗାଲା । ତେଇ ବେସି ବିସ୍ବାସିମନ୍ ରୁଣ୍ଡିକରି ପିତରର୍ ପାଇ ପାର୍ତନା କର୍ତେ ରଇଲାଇ ।
ᎤᏓᏅᏖᎸᏃ ᏭᎷᏤ ᏗᎦᏁᎸ ᎺᎵ, ᏣᏂ ᎹᎦ ᏧᏙᎢᏛ ᎤᏥ, ᎾᎿᎭᎤᏂᏣᏖ ᏓᏂᎳᏫᎡ ᎠᎾᏓᏙᎵᏍᏗᏍᎨᎢ.
13 ୧୩ ପିତର୍ ବାଇରର୍ କାପାଟେ ଟକ୍ଟକ୍ କରି ମାର୍ଲାକେ, ରଦା ନାଉଁର୍ ଗଟେକ୍ ଗତିଦାଙ୍ଗ୍ଡି କାପାଟ୍ ଉଗାଡ୍ବାକେ ଆଇଲା ।
ᏈᏗᏃ ᏭᏩᏂᎸ ᎠᏍᏚᎲ ᎦᎶᎯᏍᏗᏱ, ᎠᏛ ᎶᏗ ᏧᏙᎢᏛ ᏧᏛᏓᏍᏔᏅᏎᎢ;
14 ୧୪ ପିତରର୍ କଁଟ୍ସର୍ ଜାନିପାରି ସେ ଏତେକ୍ ସାର୍ଦା ଅଇଲା ଜେ କାପାଟ୍ ନ ଉଗାଡି ବିତ୍ରେ ପାଲାଇକରି ତେଇର୍ ବିସ୍ବାସିମନ୍କେ କଇଲା, “ପିତର୍ ବାଇରେ ଟିଆଅଇଲା ଆଚେ ।”
ᎾᏍᎩᏃ ᎤᏬᎵᏨ ᏈᏓ ᎦᏬᏂᏍᎬᎢ ᎣᏒ ᎤᏰᎸᏒ ᏅᏓᎵᏍᏙᏔᏁ ᏄᏍᏚᎢᏒᎾᏉ ᎨᏎ ᎦᎶᎯᏍᏗᏱ, ᏚᏍᏆᎸᏔᏁᏉ ᏭᏴᎴᎢ ᎠᎴ ᏭᏃᏁ ᏈᏓ ᎦᏙᎬ ᎦᎶᎯᏍᏗᏳᎶᏗ.
15 ୧୫ ସେମନ୍ ତାକେ କଇଲାଇ, “ତୁଇ ବାୟାଅଇଲୁସ୍ନି! ମାତର୍ ‘ଏଟା ସତ୍ ।’ ବଲି ସେ ଡାଟ୍ ସଙ୍ଗ୍ କଇଲାଗ୍ଲାକେ, ସେମନ୍ ଏଟା ତାର୍ ଦୁତ୍ କାଇକି,” ବଲି ବାବ୍ଲାଇ ।
ᎯᎠᏃ ᏂᎬᏩᏪᏎᎴᎢ, ᏣᎸᏃᏘᏉ. ᎠᏎᏃ ᎤᏍᏓᏱᏕᏉ ᎧᏁᎬᎢ, ᎤᏙᎯᏳᎯ ᎾᏍᎩ ᏄᏍᏗ, ᎤᏛᏁᎢ. ᎯᎠᏃ ᏄᏂᏪᏎᎢ; ᏓᎧᎿᎭᏩᏗᏙᎯᏉ.
16 ୧୬ ପିତର୍ ତର୍କେ ତର୍ କାପାଟେ ମାର୍ତେ ରଇଲା । ସାରାସାରି ସେମନ୍ କାପାଟ୍ ଉଗାଡି ତାକେ ଦେକି କାବାଅଇଗାଲାଇ ।
ᎠᏎᏃ ᏈᏓ ᎠᏏᏉ ᏗᎬᏂᎮᎢ; ᎤᏂᏍᏚᎢᏒᏃ ᎬᏩᎪᎮᎢ ᎠᎴ ᎤᏂᏍᏆᏂᎪᏎᎢ.
17 ୧୭ ସେ ଆତ୍ ସାଗିଆକରି ସେମନ୍କେ ଚିମ୍ରା ଅଇବାକେ କଇଲା । ଆରି ମାପ୍ରୁ କେନ୍ତି ତାକେ ବନ୍ଦି ଗରେଅନି ବାର୍କରାଇ ଆନ୍ଲା, ସେ ବିସଇ ସେମନ୍କେ କଇଲା । ତାର୍ ପଚେ ଏ ସବୁ କାତା ଜାକୁବ୍ ଆରି ବିନ୍ ସବୁ ବାଇମନ୍କେ ଜାନାଆ ବଲି କଇଲା । ପଚେ ସେ ତେଇଅନି ବିନ୍ବାଟେ ଉଟିଗାଲା ।
ᎠᏎᏃ ᎤᏬᏰᏂ ᎤᏖᎸᏅ ᎡᎳᏪ ᎤᏅᏗᏱ, ᏚᏃᏁᎴ ᏄᎵᏍᏔᏅ ᎤᎬᏫᏳᎯ ᎤᏄᎪᏫᏒ ᏗᏓᏍᏚᏗᏱ. ᎠᎴ ᎯᎠ ᏄᏪᏎᎢ; ᎯᎠ ᎾᏍᎩ ᏫᏗᏥᏃᎲᏏ ᏥᎻ ᎠᎴ ᏦᏣᏓᏅᏟ. ᎤᏄᎪᏤᏃ ᎢᎸᎯᏢ ᏭᎶᏎᎢ.
18 ୧୮ ସାକାଲ୍ ପାଇଲାକେ “ପିତର୍ କେନେଗାଲା?” ବଲି ଜାଗୁଆଲ୍ମନ୍ କିଲ୍ବିଲ୍ ଅଇଗାଲାଇ ।
ᎢᎦᏃ ᏄᎵᏍᏔᏅ ᎥᏝ ᎤᏍᏗᏉ ᏳᎾᏕᏯᏔᏁᎴ ᎠᏂᏯᏫᏍᎩ ᎾᏍᎩ ᏈᏓ ᏫᏄᏛᏁᏔᏅᎢ.
19 ୧୯ ଏରଦ୍ ଏଟା ସୁନିକରି ପିତର୍କେ କଜ୍ବାକେ ତାର୍ ସନିଅମନ୍କେ ଆଦେସ୍ ଦେଲା । ମାତର୍ ସେମନ୍ ତାକେ ମିଲାଇ ନାପାର୍ଲାଇ । ତେବେ ସାରାସାରି ଜାଗୁଆଲ୍ମନ୍କେ ପାଚାର୍ଲା । କେନ୍ତି ଏଟା ଅଇଲାଟା କଇନାପାର୍ଲାକେ ସେମନ୍କେ ମରନର୍ ଡଣ୍ଡ୍ ଦେବାକେ ଆଦେସ୍ ଦେଲା । ତାର୍ ପଚେ ଏରଦ୍ ଜିଉଦା ରାଇଜେଅନି ଜାଇ କେତେ ଦିନର୍ପାଇ କାଇସରିଆଇ ବାସା ଅଇରଇଲା ।
ᎡᎶᏛᏃ ᎤᏲᎸ ᎠᎴ ᎤᏠᏨ ᏚᎪᎵᏰᎡ ᎬᏩᎦᏘᏛᎯ ᎠᎴ ᎤᏁᏤ ᏧᏂᏲᎱᎯᏍᏗᏱ. ᏧᏗᏱᏃ ᎤᏓᏅᏒ, ᏏᏌᎵᏱ ᏭᏕᏁᎢ.
20 ୨୦ ସେ ବେଲାଇ ଏରଦ୍ ସର୍ ଆରି ସିଦନର୍ ଲକ୍ମନ୍କେ ବେସି ରିସା ଅଇରଇଲା । ସେଟାର୍ ପାଇ ତେଇର୍ ଲକ୍ମନ୍ ଗଟେକ୍ ଦଲ୍, ତାକେ ବେଟ୍ ଅଇବାକେ ଗାଲାଇ । ପର୍ତୁମ୍ ସେମନ୍ ରାଜା ସଇବା ଗର୍ ଦାଇତେ ରଇଲା ବାଲସ୍ଟସ୍କେ ବୁଜାଇ, ତାର୍ ସାଇଜ ପାଇଲାଇ । ତାର୍ ପଚେ ସେମନ୍ ଏରଦର୍ ଲଗେ ଜାଇ ସାନ୍ତିସଙ୍ଗ୍ ରଉଁ ବଲି କାତା ଅଇଲାଇ, କାଇକେ ବଇଲେ ଏରଦର୍ ରାଇଜେଅନି ସେମନର୍ ଦେସେ କାଇବା ଜିନିସ୍ ଜାଇତେରଇଲା ।
ᎡᎶᏛᏃ ᏚᏔᎳᏬᎯᏎᎴ ᏓᏯ ᎠᎴ ᏌᏙᏂ ᎠᏁᎯ; ᎠᏎᏃ ᏌᏉ ᎢᎦᎦᏛ ᎬᏩᎷᏤᎴᎢ, ᎤᎾᎵᎢᏛᏃ ᏆᎳᏍᏓ ᎤᎬᏫᏳᎯ ᎤᏂᏏᏗᏱ ᎠᏥᎦᏘᏗᏍᏗ, ᏙᎯᏱ ᎢᏳᏅᏁᏗᏱ ᎤᏂᏔᏲᏎᎴᎢ; ᎤᎾᏤᎵᎪᎯᏰᏃ ᎤᎵᏍᏕᎸᏙᏕ ᎤᎬᏫᏳᎯ ᎤᏤᎵᎪᎯ.
21 ୨୧ ଜନ୍ ଦିନେ ଏରଦର୍ ସଙ୍ଗ୍ ସେମନ୍ ବେଟ୍ ଅଇବାକେ ଟିକ୍ କରିରଇଲାଇ, ସେ ରାଜାମନ୍ ପିନ୍ଦ୍ବା ବସ୍ତର୍ ପିନ୍ଦ୍ଲା ଆରି ତାର୍ ବସ୍ବା ଜାଗାଇ ବସି ଲକ୍ମନ୍କେ ଗଟେକ୍ ବାସନ୍ ଦେଲା ।
ᏓᏒᏍᏛᏃ ᎤᏍᏆᎸᎲ ᎡᎶᏛ ᎤᏄᏬᎥ ᎤᏂᎬᏫᏳᎯ ᎤᎾᏄᏬᏍᏗ, ᎤᏪᏁ ᎢᏅ ᎢᎦᏘ ᎦᏍᎩᎸᎢ, ᎠᎴ ᏚᎵᏥᏙᏁᎴᎢ.
22 ୨୨ ସୁନ୍ବା ଲକ୍ମନ୍ ଆଉଲିଅଇଲାଇ, “ଜେ କାତା ଅଇଲାନି, ସେ ଲକ୍ ନଏଁ, ମାତର୍ ପର୍ମେସର୍!”
ᏴᏫᏃ ᎤᏁᎳᏁᎢ, ᎯᎠ ᏄᏂᏪᏎᎢ; ᎦᎸᎳᏗ ᎡᎯ ᎧᏁᎦ, ᎥᏝᏃ ᏴᏫ.
23 ୨୩ “ମୁଇ ପର୍ମେସର୍ ନଇ,” ବଲି କଏ ନାଇକେ ଦାପ୍ରେ ମାପ୍ରୁର୍ ଦୁତ୍ ଏରଦ୍କେ ରଗି କରାଇଲା । ସେଟାର୍ପାଇ ତାର୍ ଗୁଲାଇଗାଗଡ୍ କିଡା କାଇଲାଇ ଆରି ମରିଗାଲା ।
ᎩᎳᏉᏃ ᎢᏴᏛ ᏗᎧᎿᎭᏩᏗᏙᎯ ᎤᎬᏫᏳᎯ ᎤᏤᎵ ᎤᏩᏂᎴᎢ, ᏅᏧᎵᏍᏙᏔᏁ ᎤᏁᎳᏅᎯ ᏄᎸᏉᏔᏅᎾ ᎨᏒᎢ. ᏥᏍᎪᏴᏃ ᎬᏩᏯᎥ ᎤᏲᎱᏎᎢ.
24 ୨୪ ଏ ବେଲାଇ ବିସ୍ବାସିମନ୍ ପର୍ମେସରର୍ ବାକିଅ ସୁନ୍ଲାଇ ଆରି ବିସ୍ବାସ୍ କର୍ବା ଲକ୍ମନ୍ ବଡିଗାଲାଇ ।
ᎧᏃᎮᏛᏍᎩᏂ ᎤᏁᎳᏅᎯ ᎤᏤᎵ ᎠᏛᏃᏍᎨᎢ ᎠᎴ ᎧᏁᏉᎨᎢ.
25 ୨୫ ଜିଉଦା ଦେସର୍ ବିସ୍ବାସିମନ୍କେ ଡାବୁ ଦେଇ ସାରାଇକରି ବର୍ନବା ଆରି ସାଉଲ୍, ଆନ୍ଟିଅକିଆଇ ଆଇଲାଇ । ଜଅନ୍ ଆରି ମାର୍କକେ ମିସା ସେମନ୍ ସଙ୍ଗ୍ ନେଇ ଜିରୁସାଲମେ ବାଅଡ୍ଲାଇ ।
ᏆᏂᏉᏃ ᎠᎴ ᏐᎳ ᏭᏂᏍᏆᏛ ᎨᏥᏁᏤᎸᎢ, ᎤᏂᎷᏤ ᏥᎷᏏᎵᎻ ᏗᎤᏂᎶᏎᎢ, ᎤᎾᏘᏃᎴᏃ ᏣᏂ ᎹᎦ ᏧᏙᎢᏛ.