< ପେରିତ୍ 15 >
1 ୧ ଜିଉଦାଇଅନି କେତେକ୍ ଲକ୍ ଆନ୍ଟିଅକ୍ ନଅରେ ଆଇଲାଇ । ସେମନ୍ ଆନ୍ଟିଅକର୍ ବିସ୍ବାସି ବାଇମନ୍କେ ଏନ୍ତି କଇକରି ସିକାଇଲାଇ, “ମସାର୍ ନିୟମ୍ ଇସାବେ ଜଦି ତମେ ସୁନତ୍ ନ ଉଆସ୍, ତମର୍ ପାପର୍ ଡଣ୍ଡେଅନି ମୁକ୍ତି ନ ପାଆସ୍ ।”
Pada hari-hari itu, beberapa orang dari provinsi Yudea datang ke Antiokia dan mengajarkan kepada saudara-saudari pengikut Yesus, “Kalau kalian yang bukan Yahudi tidak mengikuti adat sunat yang diajarkan Musa, kalian tidak akan selamat.”
2 ୨ ଏ ବିସଇ, ସେମନର୍ ସଙ୍ଗ୍ ପାଉଲ୍ ଆରି ବର୍ନବା ବେସି ଦଦାପେଲା ଅଇଲାଇ । ତେବର୍ପାଇ ଆନ୍ଟିଅକର୍ ବିସ୍ବାସିମନ୍ ରାଜି ଅଇଲାଇଜେ, ପାଉଲ୍ ଆରି ବର୍ନବା ଆରି ଆନ୍ଟିଅକ୍ ମଣ୍ଡଲିଅନି କେତେ ଲକ୍ ଜିରୁସାଲାମେ ଜାଅତ୍ ଆରି ତେଇର୍ ପାର୍ଚିନ୍ ଆରି ପେରିତ୍ ସିସ୍ମନର୍ ସଙ୍ଗ୍ ଏ ବିସଇ କାତା ଅଅତ୍ ।
Tetapi Paulus dan Barnabas menentang ajaran itu. Sesudah terjadi perdebatan serius, saudara seiman di Antiokia memutuskan untuk mengutus Paulus, Barnabas, serta beberapa orang lain pergi menemui para rasul dan para pemimpin tertinggi di Yerusalem untuk membahas masalah itu.
3 ୩ ଆନ୍ଟିଅକର୍ ମଣ୍ଡଲି ସେମନ୍ ଜିବାଟା ସୁବିଦା କରିଦେଇ ପାଟାଇଲାଇ । ସେମନ୍ ପିନିସିଆ ଆରି ସମିରଣ୍ ବାଟ୍ ଦେଇ ଜିବାବେଲେ, ଜିଉଦି ନଇଲା ଲକ୍ମନ୍ କେନ୍ତି ମନ୍ ବାଦ୍ଲାଇକରି ପରମେସର୍କେ ନାମ୍ଲାଇ, ସେ ବିସଇ ଜାନାଇଲାଇ । ଏ କାତା ସୁନି ବିସ୍ବାସି ବାଇମନ୍ ବେସି ସାର୍ଦା ଅଇଲାଇ ।
Jadi, dengan dukungan dari jemaat, mereka pergi ke Yerusalem. Sambil melewati provinsi Fenisia dan Samaria, mereka juga mengunjungi saudara-saudari seiman di situ dan menceritakan bahwa banyak orang bukan Yahudi sudah bertobat dan mengikut Yesus. Mendengar hal itu, mereka semua sangat bersukacita.
4 ୪ ସେମନ୍ ଜିରୁସାଲାମ୍ କେଟ୍ଲା ପଚେ ମଣ୍ଡଲିର୍ ଲକ୍, ପେରିତ୍ ସିସ୍ମନ୍ ଆରି ମଣ୍ଡଲିର୍ ପାର୍ଚିନ୍ମନ୍କେ ବେଟ୍ଅଇଲାଇ । ଆରି ପରମେସର୍ ତାକର୍ଲଗେ କରିରଇବା କାମ୍ ବିସଇ ପାଉଲ୍ ଆରି ବର୍ନବାକେ ଜାନାଇଲାଇ ।
Setibanya di Yerusalem, rombongan Paulus disambut dengan baik oleh para rasul dan pemimpin jemaat serta saudara-saudari seiman yang lain. Lalu Paulus dan Barnabas melaporkan semua yang sudah Allah lakukan melalui mereka.
5 ୫ ମାତର୍ ପାରୁସି ଦଲର୍ କେତେଟା ବିସ୍ବାସିମନ୍ ଟିଆଅଇ କଇଲାଇ, “ଜିଉଦି ନଇଲା ଲକ୍ମନ୍ ସୁନତ୍ ଅଇବାର୍ ଆଚେ ଆକା ଆରି ମସାର୍ ବିନ୍ ନିୟମ୍ମନ୍ ମାନ୍ବାକେ ମିସା ସେମନ୍କେ ସିକାଇବାର୍ ଆଚେ ।”
Tetapi beberapa pengikut Kristus yang sebelumnya termasuk kelompok Farisi berdiri dan berkata, “Orang-orang percaya yang bukan Yahudi harus disunat, dan kita perlu menyuruh mereka menaati semua hukum Taurat.”
6 ୬ ଏ ବିସଇ ଆଲ୍ଚନା କର୍ବାକେ ପେରିତ୍ ସିସ୍ମନ୍ ଆରି ମଣ୍ଡଲିର୍ ପାର୍ଚିନ୍ ରୁଣ୍ଡ୍ଲାଇ ।
Kemudian rasul-rasul dan para pemimpin berkumpul untuk membicarakan masalah itu.
7 ୭ ବେସି ପର୍ ଦଦାପେଲା ଅଇଲା ପଚେ ପିତର୍ ଟିଆଅଇ କଇଲା, “ମର୍ ବାଇବଇନିମନ୍ ଜିଉଦି ନଇଲା ଲକ୍ମନ୍, ସୁନିକରି ବିସ୍ବାସ୍ କର୍ବାକେ ସେମନର୍ଟାନେ ସୁବ୍କବର ଜାନାଇବାକେ, ଆଗେଅନି ମକେସେ ବାଚ୍ଲାଆଚେ । ଏଟା ତମେ ଜାନାସ୍ ।
Sesudah perdebatan yang panjang, Petrus berdiri dan berkata, “Saudara-saudara, kalian tahu bahwa sejak dulu, Allah sudah memilih saya dari antara kita untuk menjadi orang pertama yang memberitakan Kabar Baik kepada orang bukan Yahudi, supaya mereka percaya kepada Kristus.
8 ୮ ସବୁ ଲକ୍ମନର୍ କାତା ଜାନ୍ବା ପରମେସର୍ ଆମ୍କେ ଜେନ୍ତି ସୁକଲ୍ ଆତ୍ମା ଦାନ୍ କଲା ଆଚେ, ସମାନ୍ ସେନ୍ତି ବିସ୍ବାସ୍ କର୍ବା ଜିଉଦି ନଇଲା ଲକ୍ମନ୍କେ ମିସା ଦାନ୍ଦେଇ ସେମନ୍କେ ବାଚ୍ଲା ଆଚେ ।
Dan Allah, yang tahu isi hati setiap orang, sudah menerima orang yang bukan Yahudi itu. Allah menunjukkan hal itu kepada kita dengan memberikan Roh Kudus kepada mereka sama seperti yang sudah diberikan-Nya kepada kita.
9 ୯ ସେମନର୍ ଆରି ଆମର୍ ବିତ୍ରେ, ସେ କାଇମିସା ବଡ୍ସାନ୍ ଦେକେ ନାଇ । ସେମନ୍ ଜିସୁକେ ବିସ୍ବାସ୍ କଲାର୍ପାଇ, ସେ ସେମନ୍କେ ସୁକଲ୍ କଲାଆଚେ ।
Allah sama sekali tidak membeda-bedakan antara kita dengan mereka. Sama seperti yang terjadi pada kita, saat mereka percaya, Allah juga membersihkan hati mereka.
10 ୧୦ ସେନ୍ତି ଆଲେ ଗଟେକ୍ ବଡ୍ ବଜ୍ ପିଟିତେଇ ଲାଦିଦେଲାପାରା, ଆମର୍ ସବୁ ନିୟମ୍ ମାନ୍ବାର୍ ଆଚେ ବଲି କଇକରି ପର୍ମେସର୍କେ କାଇକେ ପରିକା କଲାସ୍ନି? ଆଜି ଜନ୍ ବଜ୍ ବଇବାକେ, ଆମର୍ ଆନିଦାଦିମନ୍ କି ଆମେ ମିସା ବଇ ନାପାର୍ତେ ରଇଲୁ।
Jadi sekarang, kenapa kalian menentang Allah dengan menyusahkan saudara-saudari seiman yang bukan Yahudi itu? Baik kita maupun nenek moyang kita tidak pernah mampu melakukan seluruh hukum Taurat. Lalu kenapa membebani mereka dengan semua itu?
11 ୧୧ ନାଇ, ମନେ ଏତାଇଦେକା, ଆମେ ଜେନ୍ତି ବିସ୍ବାସ୍ କରି ମାପ୍ରୁ ଜିସୁ ଜିବନ୍ଦୁକାଇଲାକେ ମୁକ୍ତି ପାଇଆଚୁ, ସେମନ୍ ମିସା ସେନ୍ତାରିସେ ।”
Sebaliknya, kita percaya bahwa kita orang Yahudi hanya bisa diselamatkan melalui kebaikan hati Tuhan Yesus. Hal yang sama juga berlaku untuk mereka yang bukan Yahudi.”
12 ୧୨ ତାର୍ପଚେ ପାଉଲ୍ ଆରି ବର୍ନବାଟାନେଅନି ଜିଉଦି ନଇଲା ଲକ୍ମନର୍ତେଇ ପରମେସର୍ ଜନ୍ ସବୁ କାବା ଅଇଜିବା କାମ୍ମନ୍ ଆରି ଚକିତ୍ ବିସଇ କରି ରଇଲା, ସେ ସବୁ କାତା ସୁନି ଦଲର୍ ସବୁ ଲକ୍ ଚିମ୍ରାଅଇ ରଇଲାଇ ।
Lalu semua yang hadir pun terdiam dan mendengarkan Barnabas dan Paulus, yang menceritakan semua keajaiban yang sudah Allah lakukan melalui mereka di antara orang yang bukan Yahudi.
13 ୧୩ ସେମନ୍ କଇସାରାଇଲା ପଚେ ଜାକୁବ୍ କଇଲା, ଏ ମର୍ ବାଇବଇନିମନ୍ ମର୍ କାତା ସୁନା!
Sesudah mereka berdua selesai berbicara, Yakobus berkata, “Saudara-saudara, dengarkan saya.
14 ୧୪ ପରମେସର୍ ପର୍ତମେ ଜିଉଦି ନଅଇଲା ଲକ୍ମନ୍କେ ଆଲାଦ୍ କରି, ତାର୍ ନିଜର୍ ଲକ୍ ଅଅତ୍ ବଲି, ତାକର୍ ବିତ୍ରେ ଅନି, ଲକ୍ମନ୍କେ ବାଚ୍ଲାଇ । ଏ କାତା ସିମନ୍ ବୁଜାଇ ଦେଇଆଚେ ।
Petrus sudah menceritakan kepada kita bagaimana untuk pertama kalinya Allah menunjukkan kebaikan hati-Nya kepada orang yang bukan Yahudi, di mana banyak orang diangkat dari antara mereka menjadi umat-Nya.
15 ୧୫ ପର୍ମେସର୍ କରିରଇବା ଏ କାମ୍ ବବିସତ୍ବକ୍ତାମନ୍ କଇରଇବାଟା ସଙ୍ଗ୍ ସମାନ୍ ଆଚେ ।
Hal itu terjadi sesuai dengan yang sudah dinubuatkan oleh salah satu nabi, seperti yang tertulis,
16 ୧୬ ମାପ୍ରୁ କଇଲା, “ତାର୍ ପଚେ ମୁଇ ନିଜେ ଦିନେକ୍ ବାଉଡି ଆଇବି, ଆରି ଦାଉଦର୍ ବାଙ୍ଗିଜାଇରଇବା ରାଇଜ୍ ଆରିତରେକ୍ ତିଆର୍ କର୍ବି । ଜେନ୍ତିକି ସେଟା ପୁରାପୁରୁନ୍ ଡାଟ୍ ରଇସି ।
‘Sesudah itu, Aku akan kembali dan membangun lagi kerajaan Daud yang sudah runtuh. Aku akan membangun reruntuhan itu dan meneguhkannya kembali.
17 ୧୭ ତେଇଅନି ସବୁଜାକ ମନସ୍ ଜାତି ମର୍ ଲଗେ ଆଇବାଇ, ଜନ୍ ଜିଉଦି ନଇଲା ଲକ୍ମନ୍କେ ମାପ୍ରୁ ନିଜର୍ କର୍ବାକେ ଡାକ୍ଲାଆଚେ ସେମନ୍ ସବୁ ଲକ୍ ମକେ ନାମ୍ବାଇ ।
Sebab Aku ingin sisa manusia yang masih tertinggal mencari TUHAN, termasuk semua bangsa yang bukan Yahudi, yaitu mereka yang sudah Aku pilih untuk menjadi umat-Ku. Begitulah kata TUHAN, yang akan melaksanakan semua hal ini.’
18 ୧୮ ମାପ୍ରୁ ଏ କାତା କଇଲାନି, ଜେ କି ବେସି ଆଗ୍ତୁ ଏ କାତା କଇରଇଲା ।” (aiōn )
‘Dialah yang sudah memberitahukan rencana-rencana-Nya ini jauh sebelum hal-hal itu terjadi.’” (aiōn )
19 ୧୯ ଏବେ ଜାକୁବ୍ କଇବାକେ ଆରାମ୍କଲା । ସେ କଇଲା, “ମର୍ ବିଚାର୍ ଇସାବେ, ଜନ୍ ଜିଉଦି ନଇଲା ଲକ୍ମନ୍ ପରମେସରର୍ ବାଟେ ବାଅଡ୍ଲାଇ ଆଚତ୍, ଆମେ ଆରି ସେମନ୍କେ ଅଇରାନ୍ ନ କରୁ ।
Lalu Yakobus melanjutkan, “Karena itu, menurut pendapat saya, kita jangan menyusahkan orang bukan Yahudi yang sudah mulai bertobat dan kembali kepada Allah.
20 ୨୦ ଏଲେ ସେମନ୍ ଆରି ଜେନ୍ତିକି ପୁତ୍ଲା ଦେବ୍ତାମନ୍କେ ସର୍ପିଦେଲା କାଇମିସା ଅସୁକଲ୍ କାଦି ନ କାଆ, ବିନ୍ ଲକର୍ ମାଇଜି କି ମୁନୁସର୍ ସଙ୍ଗ୍ ମିସ୍ବାଟାନେଅନି ଦୁରିକେ ରଅତ୍, ଟଟ୍ରି ପିଚ୍କି ମରାଇରଇବା ପସୁର୍ ମାଉଁସ୍ କି ବନି, ନ କାଅତ୍ ଏ ସବୁ ବିସଇଟାନେ ସେମନ୍କେ ଉପ୍ଦେସ୍ ଦେଇ, ସେମନର୍ ଲଗେ ଗଟେକ୍ ଚିଟି ଲେକୁ ।
Kita hanya perlu mengingatkan mereka tentang hal-hal yang prinsip, yaitu, jangan terlibat dalam apa pun yang berhubungan dengan berhala, termasuk makan sajian persembahannya, juga jangan makan daging binatang yang mati dicekik, atau apa saja yang mengandung darah, dan jangan melakukan percabulan.
21 ୨୧ କାଇକେବଇଲେ ବେସି ଦିନେଅନି ସବୁ ବିସ୍ରାମ୍ବାରେ ଆମର୍ ପାର୍ତନା ଗର୍ମନ୍କେ ମସାର୍ ନିୟମ୍ ପଡ୍ଲାଇନି, ଆରି ସବୁ ଗଡେ ସେ ନିୟମ୍ମନ୍ ଜାନାଇଲାଇନି ।”
Larangan-larangan ini bukan hal baru bagi mereka, karena sejak dulu sampai sekarang hukum Taurat sudah diajarkan setiap hari Sabat di dalam rumah pertemuan orang Yahudi di setiap kota.”
22 ୨୨ ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।
Kemudian para rasul, pemimpin, dan seluruh jemaat memutuskan untuk mengutus beberapa orang dari antara mereka ke Antiokia bersama Paulus dan Barnabas. Lalu mereka memilih Silas dan Yudas (yang juga disebut Barsabas). Keduanya orang yang sangat dihormati di antara saudara seiman di Yerusalem.
23 ୨୩ ବିସ୍ବାସିମନ୍ ଏ ତଲେ ଲେକାଅଇଲା ଚିଟି, ସେ ଦୁଇ ଲକର୍ ଆତେ ପାଟାଇଲାଇ । “ଆନ୍ଟିଅକ, ସିରିଆ ଆରି ସିଲିସିଆ ରଇବା ଜିଉଦିନଇଲା ଆମର୍ ବାଇମନ୍, ଜୁଆର୍! ଜିରୁସାଲମର୍ ପେରିତ୍ମନ୍, ପାର୍ଚିନ୍ମନ୍ ଆରି ତମର୍ ବାଇମନ୍, ଏ ଚିଟି ପାଟାଇଲୁନି ।
Kepada mereka dititipkan sebuah surat, yang isinya sebagai berikut, “Salam kepada semua saudara-saudari seiman yang bukan Yahudi di kota Antiokia dan tempat-tempat lain di provinsi Siria dan Kilikia. Surat ini dari seluruh saudara seiman di Yerusalem, termasuk para rasul dan pemimpin jemaat.
24 ୨୪ ଆମେ ସୁନ୍ଲୁନି ଜେ, ଆମର୍ ଦଲେଅନି କେତେ ଲକ୍ ତମର୍ଟାନେ ଆସି, ଜାଇଜାଇଟା ସିକାଇଆଚତ୍, ତେଇଅନି ସେମନ୍ ତମ୍କେ କଚପଚ ଆରି ତେରେପେତେ କଲାଇଆଚତ୍ । ମାତର୍ ଆମେ ସେମନ୍କେ ସେନ୍ତାରି କର୍ବାକେ, କାଇମିସା ଆଦେସ୍ ଦେଉନାଇ ।
“Kami sudah mendengar bahwa ada beberapa orang yang datang kepada kalian dari daerah kami, dan mereka sudah mengajarkan hal-hal yang membuat kalian ragu dan bimbang akan keyakinan kalian. Mereka mengajarkan bahwa kalian harus disunat dan tetap mengikuti seluruh hukum Taurat Musa. Padahal kami tidak mengutus mereka untuk mengajar kalian seperti itu.
25 ୨୫ ସେଟାର୍ ପାଇ ଆମେ ସବୁ ଲକ୍ ଗଟେକ୍ ଅଇକରି କେତେଟା କବର୍ କଉମନ୍କେ ବାଚି, ତମର୍ ଲଗେ ପାଟାଇବାକେ ଟିକ୍ କଲୁ । ସେମନ୍ ଆମର୍ ଆଲାଦର୍ ମଇତର୍ମନ୍, ବର୍ନବା ଆରି ପାଉଲର୍ ସଙ୍ଗ୍ ଜିବାଇ ।
Karena itu, kami semua sepakat untuk memilih dua orang dan mengutus mereka kepada kalian, bersama kedua saudara kita yang terkasih yaitu Barnabas dan Paulus,
26 ୨୬ ଏ ମଇତର୍ମନ୍ ମାପ୍ରୁ ଜିସୁର୍ ସେବାତେଇ ନିଜର୍ ଜିବନ୍ ସର୍ପିଦେଇ ଆଚତ୍ ।
yang sudah mempertaruhkan nyawa mereka demi melayani Tuhan kita Kristus Yesus.
27 ୨୭ ସେଟାର୍ ପାଇ ଜିଉଦା ଆରି ସିଲାକେ ତମର୍ ଲଗେ ପାଟାଇଲୁନି । ଆମେ ଜାଇଟା ଲେକିଆଚୁ, ସେଟା ତମ୍କେ ସେମନ୍ ନିଜେ ବାତାଇଦେବାଇ ।
Jadi kami mengutus Yudas dan Silas untuk memberitahukan secara langsung kepada kalian seperti yang tertulis juga dalam surat ini.
28 ୨୮ କେତେଟା ଦର୍କାର୍ ରଇଲା ନିୟମ୍ ଚାଡି, ତମର୍ ଉପ୍ରେ ଆରି କାଇମିସା ବଜ୍ ନ ଲାଦ୍ବାକେ ଆମେ ସୁକଲ୍ଆତ୍ମାଇ ଅନି ଚାଲ୍ନା ପାଇଲୁଆଚୁ ।
Berdasarkan tuntunan Roh Kudus, kami memutuskan untuk tidak membebani kalian dengan peraturan, kecuali hal-hal yang memang diperlukan, yaitu:
29 ୨୯ ସେ କେତେଟା ନିୟମ୍ ଅଇଲାନି ପୁତ୍ଲା ଦେବ୍ତାମନ୍କେ ପୁଜା କରିରଇବା କାଇମିସା କାଦି କାଇବାର୍ ନାଇ । ଟଟ୍ରି ପିଚ୍କି ମରାଇଲା କନ୍ ମିସା ପସୁର୍ ବନି କି ମାଉଁସ୍ କାଇବାର୍ ନାଇ । ଆରି ବିନ୍ ମାଇଜି କି ମୁନୁସର୍ ମିଲାମିସା ଟାନେଅନି ଦୁରିକେ ରଇବାର୍ । ଏ ସବୁ କାମ୍ ନ କର୍ବାକେ ତମେ ଜାଗ୍ରତ୍ ରଇଲେ, ଅଇଜାଇସି । ଏତ୍କିକେ ରଇଲୁନି ।”
Jangan terlibat dalam apa pun yang berhubungan dengan berhala, termasuk makan sajian persembahannya. Jangan makan daging binatang yang mati dicekik, atau apa saja yang mengandung darah. Dan jangan melakukan percabulan. Kalau kalian menghindari hal-hal itu, kalian berbuat baik. Sekian, dan salam dari kami.”
30 ୩୦ ଜନ୍ କବର୍ କଉମନ୍କେ ପାଟାଇ ରଇଲାଇ, ସେମନ୍ ଆନ୍ଟିଅକ୍ତେଇ ଜାଇ ବିସ୍ବାସିମନର୍ ସବୁ ଦଲ୍କେ ରୁଣ୍ଡାଇକରି ସେ ଚିଟି ଦେଲାଇ ।
Jadi rombongan utusan itu meninggalkan Yerusalem dan pergi ke Antiokia. Setibanya di sana, mereka mengumpulkan jemaat dan menyampaikan isi surat itu.
31 ୩୧ ତେଇର୍ ବିସ୍ବାସିମନ୍ ସେ ଚିଟି ପଡିକରି ବେସି ସାର୍ଦା ଅଇଗାଲାଇ ।
Jemaat sangat bersukacita mendengarnya karena nasihat dalam surat itu menghibur mereka.
32 ୩୨ ଜିଉଦା ଆରି ସିଲା ନିଜେ ଦୁଇ ଲକ୍ ବବିସତ୍ବକ୍ତା ରଇଲାଇ । ସେମନ୍ ଆନ୍ଟିଅକର୍ ବିସ୍ବାସି ବାଇମନ୍କେ ବେସିଦିନ୍ ରଇକରି, କବର୍ ଜାନାଇ, ସେମନର୍ ବିସ୍ବାସ୍ ଡାଟ୍ କଲାଇ ।
Yudas dan Silas mempunyai kemampuan rohani untuk menyampaikan pesan dari Roh Allah. Jadi mereka berbicara banyak untuk menyemangati dan menguatkan saudara-saudari seiman itu.
33 ୩୩ ତେଇ କେତେ ଦିନ୍ ରଇଲା ପଚେ, ଜନ୍ଲକ୍ମନ୍ ସେମନ୍କେ ପାଟାଇରଇଲାଇ, ସେମନର୍ ଲଗେ ବାଉଡି ଜିବାକେ, ବିସ୍ବାସି ବାଇମନ୍ ସେମନ୍କେ ସାନ୍ତି ସଙ୍ଗ୍, ପାଟାଇ ଦେଲାଇ ।
Sesudah Yudas dan Silas tinggal beberapa lama di sana, mereka berdua pamit untuk kembali kepada yang mengutus mereka, dan jemaat Antiokia mendoakan keduanya agar selalu dilindungi Allah.
34 ୩୪ ମାତର୍ ସିଲା ତେଇସେ ରଇବାଟା ଟିକ୍ ବଲି ତେଇ ରଇବାକେ ମନ୍ କଲା ।
35 ୩୫ ପାଉଲ୍ ଆରି ବର୍ନବା ଆନ୍ଟିଅକ୍ତେଇ କେତେ ଦିନ୍ ରଇକରି ବେସି ଲକ୍ମନର୍ ସଙ୍ଗ୍, ମିସିବିଡି ମାପ୍ରୁର୍ ବାକିଅ ଜାନାଇଲାଇ ଆରି ସିକିଆ ଦେଲାଇ ।
Tetapi Paulus dan Barnabas masih tinggal beberapa waktu lamanya di Antiokia. Mereka bersama banyak orang lain mengajarkan berita keselamatan dan Firman TUHAN kepada orang-orang yang ada di sana.
36 ୩୬ କେତେ ଦିନ୍ ପଚେ ପାଉଲ୍ ବର୍ନବାକେ କଇଲା, “ଜୁ, ଆମେ ବାଉଡି ଜୁ, ସବୁ ଗଡ୍ମନ୍କେ, ଆମର୍ ଜନ୍ ବାଇମନ୍କେ ମାପ୍ରୁର୍ ବାକିଅ ଜାନାଇ ରଇଲୁ, ସେମନ୍କେ ବେଟ୍ ଅଉଁ ଆରି ସେମନ୍ ବିସ୍ବାସେ କେନ୍ତି ଆଚତ୍ ବୁଜି ଦେକୁ ।”
Beberapa hari kemudian, Paulus berkata kepada Barnabas, “Mari kita mengunjungi saudara-saudari seiman di setiap kota di mana kita pernah memberitakan kabar keselamatan, supaya kita mengetahui keadaan mereka.”
37 ୩୭ ଜଅନ୍ ମାର୍କକେ ମିସା ତାକର୍ ସଙ୍ଗ୍ ନେବାକେ ବର୍ନବା ମନ୍ କଲା ।
Barnabas setuju, tetapi dia ingin kembali mengajak Markus yang juga disebut Yohanes untuk ikut bersama mereka lagi.
38 ୩୮ ମାତର୍ ପାଉଲ୍ କଇଲା “ନିଚୁ, କାଇକେ ବଇଲେ, ପପୁଲିଆଇ ଜନ୍ ଦିନେ ଆମର୍ କାମ୍ ସାରି ନ ରଇଲା, ସେ ଆମ୍କେ ଚାଡି ବାଉଡି ଉଟିଆଇଲା ।”
Namun Paulus tidak mau membawa dia, karena Markus pernah meninggalkan pekerjaan pelayanan mereka di Pamfilia.
39 ୩୯ ଏ ବିସଇ, ବେସି କୁଆବଲା ଅଇଲାଇ ଆରି ସେମନ୍ ବିନେ ଅଇଲାଇ । ବର୍ନବା ଜଅନ୍ମାରକକେ ନେଇ ସାଇପରସେ ଜିବା ପାନିଜାଜେ ଚଗ୍ଲାଇ ।
Karena hal itu, terjadilah perselisihan tajam antara Paulus dan Barnabas sehingga mereka berpisah. Barnabas mengajak Markus dan naik kapal ke pulau Siprus.
40 ୪୦ ମାତର୍ ପାଉଲ୍ ତାର୍ସଙ୍ଗ୍ ଜିବାକେ ସିଲାକେ ବାଚ୍ଲା । ଆରି ମାପ୍ରୁର୍ ଜିବନ୍ଦୁକାନି ତେଇ ସେମନ୍କେ ସର୍ପିଦେଇ, ବିସ୍ବାସିମନ୍ ପାଟାଇ ଦେଲାଇ ।
Tetapi Paulus memilih Silas, lalu mereka berangkat sesudah saudara-saudari seiman di Antiokia mendoakan mereka agar selalu disertai oleh kebaikan Allah.
41 ୪୧ ପାଉଲ୍ ଆରି ସିଲା, ସିରିଆ ଆରି ସିଲିସିଆଇ ବୁଲି ବୁଲି କରି ତେଇର୍ ମଣ୍ଡଲିମନ୍କେ ଡାଟ୍ କରାଇଲାଇ ।
Lalu Paulus dan Silas mengunjungi seluruh provinsi Siria dan Kilikia serta menguatkan keyakinan jemaat-jemaat yang ada di sana.