< ପେରିତ୍ 2 >
1 ୧ ଜନ୍ ଦିନେ ସେମନ୍ ପେନ୍ଟିକସ୍ଟ୍ ପରବ୍ ମାନ୍ତେରଇଲାଇ, ଜିସୁକେ ବିସ୍ବାସ୍ କର୍ବା ସବୁ ଲକ୍ମନ୍ ଗଟେକ୍ ଜାଗାଇ ରୁଣ୍ଡିରଇଲାଇ ।
A když přišel den padesátý, byli všickni jednomyslně spolu.
2 ୨ ଅଟାତ୍ ଆକାସେଅନି ବେସି ପବନ୍ ଆଇଲାପାରା ଗଟେକ୍ ସବଦ୍ ଅଇଲା । ଆରି ଜନ୍ ଗରେ ସେମନ୍ ବସି ରଇଲାଇ, ସେଟା ସେ ସବଦେ ପୁରୁନ୍ ଅଇଲା ।
I stal se rychle zvuk s nebe, jako valícího se větru prudkého, a naplnil všecken dům, kdež seděli.
3 ୩ ତାର୍ପଚେ ସେମନ୍ ଦେକ୍ଲାଇ, କେତେଟା ଜଇଜିବ୍ ଉଦ୍ଲିକରି ବିଚି ଅଇଲା । ଆରି ତେଇ ରଇଲା ସବୁ ବିସ୍ବାସିମନ୍କେ ଚିଇଲା ।
I ukázali se jim rozdělení jazykové jako oheň, kterýž posadil se na každém z nich.
4 ୪ ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
I naplněni jsou všickni Duchem svatým, a počali mluviti jinými jazyky, jakž ten Duch dával jim vymlouvati.
5 ୫ ଜଗତର୍ ବିନ୍ ବିନ୍ ଦେସେଅନି ଆସିରଇଲା ଜିଉଦି ଲକ୍ମନ୍ ସେଡ୍କିବେଲେ ଜିରୁସାଲମେ ରଇଲାଇ ।
Byli pak v Jeruzalémě přebývající Židé, muži nábožní, ze všelikého národu, kterýž pod nebem jest.
6 ୬ ଏନ୍ତାରି ଅଇଲାଟା ଦେକି ସେମନ୍ ସାର୍ଦା ଅଇଗାଲାଇ । କାଇକେବଇଲେ ସେ ବିସ୍ବାସିମନ୍ ତାକର୍ ତାକର୍ ବାସାଇ କାତା ଅଇବାଟା ସେମନ୍ ସୁନ୍ଲାଇ ।
A když se stal ten hlas, sešlo se množství, a užasli se, že je slyšel jeden každý, ani mluví přirozeným jazykem jeho.
7 ୭ ସେମନର୍ ବୁଦିଗୁପିଗାଲା ଆରି କାବା ଅଇଜାଇ ପାଚାର୍ଲାଇ, “ଏନ୍ତାରି ବାସାଇ କାତା ଅଇବା ଲକ୍ମନ୍ ଗାଲିଲିଅନି ନଅତ୍ କି?
I děsili se všickni, a divili, řkouce jedni k druhým: Aj, zdaliž nejsou tito všickni, kteříž mluví, Galilejští?
8 ୮ ସେନ୍ତିଆଲେ ଆମେ କେନ୍ତି ସେମନ୍କେ ଆମର୍ ନିଜର୍ ନିଜର୍ ଜନମ୍ ଜାଗାର୍ ବାସାଇ କାତା ଅଇବାଟା ସୁନିଆଚୁ?
A kterak my slyšíme jeden každý jazyk náš, v kterémž jsme se zrodili?
9 ୯ ଆମେ ପାର୍ତିୟ, ମାଦିୟ, ଏଲାମିୟ ଆରି ମେସପଟାମିୟ, ଜିଉଦା ଦେସ୍ ଆରି କାପ୍ପାଦକିଆ, ପନ୍ତ୍ ଆରି ଆସିଆ,
Partští, a Médští, a Elamitští, a kteříž přebýváme v Mezopotamii, v Židovstvu a v Kappadocii, v Pontu a v Azii,
10 ୧୦ ପିରିଜିଆ ଆରି ପପୁଲିଆ, ମିସର୍ ଆରି କୁରିଣି ଲଗେ ରଇଲା ଲିବିଆ ଜାଗାର୍ ଲକ୍ । ଆମର୍ ବିତ୍ରେ ରମ୍ରାଇଜେଅନି ଆସିରଇବା, ଜନମେ ଅନି ଜିଉଦି ଅଇଲା ଲକ୍ ଆଚୁ ଆରି ପଚେ ଜିଉଦି ଦରମ୍ ନେଲା ଲକ୍ ମିସା ଆଚୁ ।
V Frygii a v Pamfylii, v Egyptě a v krajinách Libye, kteráž jest vedlé Cyrénu, a příchozí Římané, Židé, i v nově na víru obrácení,
11 ୧୧ ଆମର୍ ବିତ୍ରେଅନି କେତେଲକ୍ କିର୍ତିୟଅନି ଆରି ଆରବିୟଅନି ଆଇଲୁ ଆଚୁ । ଏନ୍ତି ଆମେ ସବୁ ବିନ୍ ବିନ୍ ଜାଗାଇଅନି ଆଇଲୁ ଆଚୁ । ଏନ୍ତି ବଇଲେ ମିସା ପର୍ମେସର୍ କଲା ବଡ୍ ବଡ୍ କାବାଅଇଜିବା କାମ୍ ଏ ଲକ୍ମନ୍ ଆମର୍ ନିଜର୍ ନିଜର୍ ବାସାଇ କାତାଅଇବାଟା ସୁନ୍ଲୁନି ।”
Kretští i Arabští, slyšíme je, ani mluví jazyky našimi veliké věci Boží.
12 ୧୨ ଏନ୍ତି ବଲି ସେମନ୍ ବେସି କାବାଅଇଗାଲାଇ । ଆରି ସେମନର୍ ବୁଦି ଆଜି ଗାଲା । ଆରି ତାକର୍ ତାକର୍ ବିତ୍ରେ “ଏଟା କେନ୍ତାର୍ ଅଇଲା ତେବେ?” ବଲି ସବୁ ବେଲେ ପାଚାର୍ଉଚାର୍ ଅଇତେ ରଇଲାଇ ।
I děsili se všickni a divili, jeden k druhému řkouce: I což toto bude?
13 ୧୩ ମାତର୍ ବିନ୍ ଲକ୍ମନ୍ ବିସ୍ବାସିମନ୍କେ କିଜାଇକରି କଇଲାଇ, “ସେମନ୍ ମାତିଆଚତ୍!”
Jiní pak posmívajíce se, pravili: Mstem se zpili tito.
14 ୧୪ ପିତର୍ ତାର୍ ସଙ୍ଗ୍ ରଇଲା ଏଗାର୍ଟା ପେରିତ୍ ମନର୍ ସଙ୍ଗ୍ ଟିଆଅଇ ଆଉଲି ଅଇ କଇଲା, “ଏ ମର୍ ପାରା ଜିଉଦି ଲକ୍ମନ୍ ଆରି ଜିରୁସାଲମେ ରଇବା ସବୁ ବାଇମନ୍, ମର୍ କାତା ମନ୍ଦେଇ ନିମାନ୍ ସୁନା । ଏଟା କାଇଟା ଅଇଲାନି ବଲି ମୁଇ ତମ୍କେ ବୁଜାଇ କଇବି ।
A stoje Petr s jedenácti, pozdvihl hlasu svého, a promluvil k nim: Muži Židé, a všickni, kteříž bydlíte v Jeruzalémě, toto vám známo buď, a ušima pozorujte slov mých.
15 ୧୫ ଏବେ ସାକ୍ଲିଆ ନଅଟା ବେଲା ଅଇଲା ଆଚେ । ତମେ ବାବ୍ଲାପାରା ଏ ଲକ୍ମନ୍ ମାତତ୍ ନାଇ ।
Jistě nejsou tito, jakž vy se domníváte, zpilí, poněvadž jest teprv třetí hodina na den.
16 ୧୬ ଏଟା ଜଏଲ୍ ନାଉଁର୍ ବବିସତ୍ବକ୍ତା କଇଲା କାତା ପାରା ଗଟ୍ନା ଗଟି ଆଚେ ।”
Ale totoť jest, což jest předpovědíno skrze proroka Joele:
17 ୧୭ ସେଟା କାଇଟା ବଇଲେ ପର୍ମେସର୍ କଇଲାନି, “ସାରାସାରି ଦିନେ ମୁଇ ଏ ସବୁ ବିସଇ କର୍ବି । ମର୍ ଆତ୍ମା ଜବର୍ ଅଇତେ ସବୁବାଟର୍ ଲକ୍କେ ଦେବି । ତମର୍ ପିଲାଜିଲା ମୁଇ କଇବା କାତା କଇବାଇ । ତମର୍ ଦାଙ୍ଗ୍ଡାପିଲାମନ୍କେ ମୁଇ ଦର୍ସନ୍ ଦେକାଇବି । ଆରି ଡକ୍ରା ଲକ୍ମନ୍ ମର୍ ବିସଇନେଇ ସପନ୍ ଦେକ୍ବାଇ ।
A budeť v posledních dnech, (dí Bůh, ) vyleji z Ducha svého na všeliké tělo, a prorokovati budou synové vaši, i dcery vaše, a mládenci vaši vidění vídati budou, a starci vaši sny míti budou.
18 ୧୮ ସେ ଦିନ୍ମନ୍କେ ମର୍ ଆତ୍ମା ଜବର୍ ଅଇତେ ମର୍ ଦାଙ୍ଗ୍ଡା ଅଇରଇବା ମାଇଜିମୁନୁସ୍ମନ୍କେ ଆଜାଡି ଦେବି । ସେମନ୍ ମୁଇ କଇବା କାତା କଇବାଇ ।
A zajisté na služebníky a na služebnice své v těch dnech vyleji z Ducha svého, a budou prorokovati.
19 ୧୯ ଆକାସେ କାବା ଅଇଜିବା କାମ୍ କର୍ବି । ଦର୍ତନି ତେଇ ମିସା କାବାଅଇଜିବା ଚିନ୍ମନ୍ କର୍ବି । ଲକ୍ମନ୍ ବନି, ଜଇ ଆରି କାଲିଆ ଦୁଆଁ ଦେକ୍ବାଇ ।
A ukáži zázraky na nebi svrchu, a znamení na zemi dole, krev a oheň a páru dymovou.
20 ୨୦ ବେଲ୍କେ ଆନ୍ଦାର୍ ଡିସ୍ଲା ପାରା କରାଇବି, ଜନ୍, ବନି ପାରା ଡିସ୍ବାକେ କରାଇବି । ମୁଇ ବାଉଡି ଆଇବା ସେ ବଡ୍ ଉଜଲର୍ ଦିନ୍ ଆଗ୍ତୁ, ଏଟାସବୁ ଅଇସି ।
Slunce obrátí se v temnost, a měsíc v krev, prvé než přijde ten den Páně veliký a zjevný.
21 ୨୧ ଜେତ୍କି ଲକ୍ ମର୍ ନାଉଁ ଦାରି ଡାକ୍ବାଇ, ସେମନ୍କେ ମୁଇ ରକିଆ କର୍ବି ।”
A staneť se, že každý, kdožkoli vzýval by jméno Páně, spasen bude.
22 ୨୨ ପିତର୍ କଇଲା, “ଏ ଇସ୍ରାଏଲ୍ ଦେସର୍ ଲକ୍ମନ୍ ତମେ ମୁଇ କଇବା କାତା ସୁନା । ପରମେସର୍ସେ ବାଚି ପାଟାଇଲା ଲକ୍, ନାଜରିତ୍ ଗଡର୍ ଜିସୁ ବଲିକରି ସେ ତମର୍ ଲଗେ ରଇଲା ବେଲେ, ଦେକାଇଦେଲା । ସେଟା କେନ୍ତାର୍ ବଇଲେ, ପରମେସର୍ ତାର୍ତେଇଅନି କାବା ଅଇଜିବା କାମ୍ କଲାଆଚେ । ଏଟା ସତ୍ ବଲି ତମେ ଜାନିଆଚାସ୍ ।
Muži Izraelští, slyšte slova tato: Ježíše toho Nazaretského, muže od Boha zveličeného mezi vámi mocmi a zázraky a znameními, kteréž činil skrze něho Bůh u prostřed vás, jakož i vy sami víte,
23 ୨୩ ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ ।
Toho vydaného z uložené rady a předzvědění Božího vzavše, a skrze ruce nešlechetných ukřižovavše, zamordovali jste.
24 ୨୪ ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ ।
Jehož Bůh vzkřísil, zprostiv bolestí smrti, jakož nebylo možné jemu držánu býti od ní.
25 ୨୫ ଏ ବିସଇ ଦାଉଦ୍ ରାଜା ଏନ୍ତି କଇ ଆଚେ । ସେଟା କାଇଟା ବଇଲେ, “ପରମେସର୍ ସବୁ ବେଲା ମର୍ ମୁଆଟେ ରଇବାଟା ଦେକ୍ଲି । ସେ ମର୍ ସଙ୍ଗ୍ ଆଚେ । ସେଟାର୍ପାଇ ମକେ କେ ମିସା କଚପଚ କରିନାପାରତ୍ ।
Nebo David praví o něm: Spatřoval jsem Pána před sebou vždycky; nebo jest mi po pravici, abych se nepohnul.
26 ୨୬ ସେଟାର୍ ପାଇ ମୁଇ ସାର୍ଦାସଙ୍ଗ୍ ଆଚି । ଆରି ସାର୍ଦାର୍ କାତା କଇବି । ମର୍ ଏ ମର୍ବା ଗାଗଡ୍ ରଇଲେ ମିସା ମୁଇ ସବୁବେଲେ ତମର୍ ତେଇ ଆସା କର୍ବି ।
Protož rozveselilo se srdce mé, a zplésal jazyk můj, nýbrž i tělo mé odpočine v naději.
27 ୨୭ କାଇକେ ବଇଲେ ତୁଇ ମକେ ମଲାଲକ୍ମନର୍ ଜାଗାଇ ଚାଡି ନ ଦିଆସ୍ । ତମର୍ ସୁକଲ୍ ଦାଙ୍ଗ୍ଡାକେ ସମାଦିଟାନେ କୁଇବାକେ ନ ଚାଡାସ୍ । (Hadēs )
Nebo nenecháš duše mé v pekle, aniž dáš viděti svatému svému porušení. (Hadēs )
28 ୨୮ ତମେ ମକେ ଜିବନର୍ ବାଟ୍ ଦେକାଇ ଆଚାସ୍ । ତମେ ମର୍ ସଙ୍ଗ୍ ଆଚାସ୍, ସେଟାର୍ପାଇ ମୁଇ ସାର୍ଦା ସଙ୍ଗ୍ ରଇବି ।”
Známé jsi mi učinil cesty života, a naplníš mne utěšením před oblíčejem svým.
29 ୨୯ ଆରି ପିତର୍ କଇଲା, “ଏ ଇସ୍ରାଏଲର୍ ବାଇବଇନିମନ୍, ଆମର୍ ଆନିଦାଦିବେଲର୍ ଦାଉଦ୍ ରାଜାର୍ ବିସଇ ଡାଟ୍ସଙ୍ଗ୍ କଇବାକେ ମର୍ ଅଦିକାର୍ ଆଚେ । ସେ ମଲାକେ ତାକେ ତପି ଦେଲାଇ । ସେ ତପ୍ଲା ଜାଗା ଏବେ ଜାକ ଇତି ଆଚେ ।
Muži bratří, sluší směle mluviti k vám o patriarchovi Davidovi, že i umřel, i pochován jest, i hrob jeho jest u nás až do dnešního dne.
30 ୩୦ ସେ ଗଟେକ୍ ବବିସତ୍ବକ୍ତା ରଇଲା ଆରି ପର୍ମେସର୍ ସପତ୍କରି କଇଲା ବିସଇ ଜାନିରଇଲା । ପର୍ମେସର୍ ତାକେ କାତା ଦେଇରଇଲା ଜେ, ତାର୍ ଗଟେକ୍ ନାତିତିତି ଦିନେକ୍ ତାର୍ପାରା ସାସନ୍ କର୍ସି ।
Prorok tedy byv, a věděv, že přísahou zavázal se jemu Bůh, že z plodu ledví jeho podlé těla vzbudí Krista, a posadí na stolici jeho,
31 ୩୧ ଏ ବିସଇ ଆଗେ ସେ ଜାନି ରଇଲାର୍ପାଇ ପର୍ମେସର୍ ମସିଅକେ ମଲାତେଇଅନି ଆରିତରେକ୍ ଜିବନ୍ କରାଇସି ବଲି ସେ କଇପାର୍ଲା ।” “ପର୍ମେସର୍ ତାକେ ମରିକରିସେ ତେଇ ରଇବାକେ ଚାଡିଦେଏ ନାଇ । ଆରି ତାର୍ ଗାଗଡ୍ ସମାଦି ତେଇ କୁଇ ଜିବାକେ ଚାଡେନାଇ ।” (Hadēs )
To předzvěděv, mluvil o vzkříšení Kristovu, že není opuštěna duše jeho v pekle, ani tělo jeho vidělo porušení. (Hadēs )
32 ୩୨ ଏବେ ଏ ଜିସୁକେ ପରମେସର୍ ଜିବନ୍ ଦେଇ ଉଟାଇଆଚେ । ଆମେ ସବୁ ସେ ଗଟ୍ନାର୍ ସାକି ।
Toho Ježíše vzkřísil Bůh, jehož my všickni svědkové jsme.
33 ୩୩ ପରମେସର୍ ତାକେ ତାର୍ ଉଜାବାଟେ ବସ୍ବାକେ ଉଟାଇଆଚେ । ଆରି ସେ କାତା ଦେଲା ଇସାବେ ତାର୍ଟାନେଅନି ସୁକଲ୍ଆତ୍ମା ପାଇଲାଆଚେ । ତମେ ଏବେ ଜନ୍ଟା ଦେକ୍ଲାସ୍ନି ଆରି ସୁନ୍ଲାସ୍ନି, ସେଟା ଅଇଲାନି ତାର୍ ଦାନ୍କରି ରଇବାଟା । ଜନ୍ଟା କି ସେ ଆମ୍କେ ଜବର୍ ଅଇତେ ଆଜାଡି ଦେଲାଆଚେ ।
Protož pravicí Boží jsa zvýšen, a vzav zaslíbení Ducha svatého od Otce, vylil to, což vy nyní vidíte a slyšíte.
34 ୩୪ ସର୍ଗେ ଗାଲା ଲକ୍ ଦାଉଦ୍ ନଏଁ । ମାତର୍ ସେ କଇଲା, “ପର୍ମେସର୍ ମର୍ ମାପ୍ରୁକେ କଇଲା ତମର୍ ସବୁ ସତ୍ରୁମନ୍କେ ଆରାଇବା ଜାକ ମର୍ ଉଜାବାଟେ ବସ୍ ଆରି ସାସନ୍ କର୍ ।”
Neboť David nevstoupil v nebe, ale on praví: Řekl Pán Pánu mému: Seď na pravici mé,
35 ୩୫ ଆରି ତର୍ ସତ୍ରୁମନ୍କେ ତର୍ ପାଦ୍ତଲେ ନ ଆନ୍ବା ଜାକ ମର୍ ଉଜାବାଟେ ବସି ର ।
Dokudž nepoložím nepřátel tvých za podnože noh tvých.
36 ୩୬ ପିତର୍ ଆରି କଇଲା “ଏ ଇସ୍ରାଏଲର୍ ସବୁ ଲକ୍ମନ୍, ତମେ ଜନ୍ ଜିସୁକେ କୁର୍ସେ କୁଟିମାରି ମରାଇରଇଲାସ୍, ପର୍ମେସର୍ ତାକେ ମାପ୍ରୁ ଆରି ମସିଅ କଲାଆଚେ ବଲି ଡାଟ୍ସଙ୍ଗ୍ ଜାନ୍ବାର୍ଆଚେ ।”
Věziž tedy jistotně všecken dům Izraelský, žeť Bůh i Pánem ho učinil i Kristem, toho Ježíše, kteréhož jste vy ukřižovali.
37 ୩୭ ଏ କାତା ପିତର୍ଟାନେଅନି ସୁନ୍ଲା ସବୁ ଲକ୍ମନ୍ ତାକର୍ ନିଜର୍ ବୁଲ୍ ଏତାଇକରି ମନ୍ ବିତ୍ରେ କିଲ୍ବିଲ୍ ଅଇଗାଲାଇ । ସେମନ୍ ପିତର୍କେ ଆରି ପେରିତ୍ମନ୍କେ ପାଚାର୍ଲାଇ, “ଏ ବାଇମନ୍ ଏନ୍ତାର୍ ବଲି କଇଲେ ଆମେ କାଇଟା କର୍ବାର୍ ଆଚେ?”
To slyševše, zkormouceni jsou v srdci, a řekli Petrovi a jiným apoštolům: Což máme činiti, muži bratří?
38 ୩୮ ପିତର୍ ସେମନ୍କେ କଇଲା, “ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
Tedy Petr řekl jim: Pokání čiňte, a pokřti se jeden každý z vás ve jménu Ježíše Krista na odpuštění hříchů, a přijmete dar Ducha svatého.
39 ୩୯ ଏ ସପତ୍ ତମର୍ପାଇ ଆରି ତମର୍ ପିଲାମନର୍ପାଇ । ଆରି ଇତିଅନି ଦୁରିକେ ରଇବା ସବୁର୍ପାଇ । ଜନ୍ ସବୁଲକ୍କେ ସେ, ତାର୍ ଲଗେ ଡାକ୍ଲାନି ।”
Vámť zajisté zaslíbení to svědčí a synům vašim, i všechněm, kteříž daleko jsou, kterýchžkoli povolal by Pán Bůh náš.
40 ୪୦ ଆରି ପିତର୍ ସେମନ୍କେ ଜାଗ୍ରତ୍ କରାଇବାକେ ବେସି ବିସଇ କଇଲା ଆରି ସେମନ୍କେ ବାବୁଜିଆ କଲା । ବିସ୍ବାସ୍ ନ କର୍ବା ଜିଉଦି ବାଇମନ୍କେ ଆଇତେରଇବା ବଡ୍ ଡଣ୍ଡେଅନି ନିଜ୍କେ ରକିଆ କରା। ବଲି କଇଲା ।
A jinými slovy mnohými osvědčoval a napomínal, řka: Oddělte se od pokolení toho zlého.
41 ୪୧ ତେଇ ପିତରର୍ କାତା ସୁନି ବେସି ଲକ୍ ବିସ୍ବାସ୍ କଲାଇ । ଆରି ସିସ୍ମନ୍ ସେମନ୍କେ ଡୁବନ୍ ଦେଲାଇ । ସେ ଦିନେ ତିନ୍ଅଜାର୍ ଲକ୍ମନ୍ ତାକର୍ ଦଲେ ମିସ୍ଲାଇ ।
Tedy ti, kteříž ochotně přijali slova jeho, pokřtěni jsou, a připojilo se v ten den duší okolo tří tisíců.
42 ୪୨ ସେମନ୍ ପେରିତ୍ମନ୍ ସିକାଇଲା ବିସଇ ମାନ୍ଲାଇ । ମିସିବିଡି ରଇବାକେ, ମିସିକରି କାଇବାକେ, ଆରି ପାର୍ତନା କର୍ବାକେ ।
I zůstávali v učení apoštolském, a v společnosti, a v lámání chleba, a na modlitbách.
43 ୪୩ ଆରି ଲକ୍ମନ୍ ଡରିଜାଇତେରଇଲାଇ । ପର୍ମେସର୍ ପେରିତ୍ମନର୍ ତେଇଅନି ବେସି କାବାଅଇଜିବା କାମ୍ମନ୍ କର୍ତେ ରଇଲା । ସବୁ ଲକ୍ମନ୍ ପରମେସର୍କେ ନାମ୍ଲାଇ ।
I přišla na všelikou duši bázeň, a mnozí divové a zázrakové dáli se skrze apoštoly.
44 ୪୪ ଜିସୁକେ ବିସ୍ବାସ୍ କଲା ଲକ୍ମନ୍ ଗଟେକ୍ ଗରର୍ ଲକ୍ପାରାଅଇ ରଇତେ ରଇଲାଇ । ଆରି ତାକର୍ତେଇ କାଇକାଇଟା ରଇଲା, ସେଟା ସେମନ୍ ବାଟା କର୍ତେରଇଲାଇ ।
Všickni pak věřící byli pospolu, a měli všecky věci obecné.
45 ୪୫ ତାକର୍ ବିତ୍ରେ କେତେଲକ୍ ଜମି ଆରି ନିଜର୍ପାଇ ରଇବାଟା ବିକିକରି, ସେ ଡାବୁ ଦର୍କାର୍ ଅଇଲା ଲକ୍ମନ୍କେ ଦେଇତେରଇଲାଇ ।
A prodávali vládařství a statky, a dělili mezi všecky, jakž komu potřebí bylo.
46 ୪୬ ସବୁଦିନ୍ ପାର୍ତନା କର୍ବା ମନ୍ଦିରେ ଗଟେକ୍ ଦଲ୍ଅଇ ମିସ୍ତେରଇଲାଇ । ଗରେ ଗରେ ମିସିବିଡି କାଇତେରଇଲାଇ । ସାର୍ଦାସଙ୍ଗ୍ ରଇକରି, ମନେ କାଇଟା ନ ବାବି ଦିଆନିଆ ଅଇତେରଇଲାଇ ।
A na každý den trvajíce jednomyslně v chrámě, a lámajíce po domích chléb, přijímali pokrm s potěšením a sprostností srdce,
47 ୪୭ ସେମନ୍ ପର୍ମେସର୍କେ ଡାକ୍ପୁଟା କର୍ତେରଇଲାଇ ଆରି ଜିରୁସାଲେମର୍ ସବୁଲକ୍ ସେମନ୍କେ ନିକ ବଲି ବାବ୍ତେରଇଲାଇ । ମାପ୍ରୁ ଜନ୍ ଲକ୍ମନ୍କେ ମୁକ୍ତି କର୍ତେରଇଲା, ଦିନ୍କେ ଦିନ୍ ସେମନର୍ ଦଲେ ମିସାଇତେରଇଲା ।
Chválíce Boha, a milost majíce u všeho lidu. Pán pak přidával církvi na každý den těch, kteříž by spaseni byli.