< ପେରିତ୍ 20 >
1 ୧ ଗଣ୍ଡ୍ଗଲ୍ ବନ୍ଦ୍ ଅଇଲା ପଚେ, ପାଉଲ୍ ବିସ୍ବାସିମନ୍କେ ଗଟେକ୍ତେଇ ରୁଣ୍ଡାଇ ସାର୍ଦାର୍ କାତା ସୁନାଇଲା । ସେମନ୍କେ ଜିବିବେ ବଲି କଇ, ତେଇଅନି ବାରଇ ମାକେଦନିଆଇ ଗାଲା ।
Now after the uproar had ended, Paul summoned the disciples, took leave of them, and set out for Macedonia.
2 ୨ ତେଇର୍ ସବୁ ଜାଗାଇ ଗାଲା, ଆରି ବେସି ଲକ୍ମନ୍କେ ଉପ୍ଦେସ୍ ଦେଇ, ସାର୍ଦା କରାଇଲା, ତାର୍ପଚେ ସେ ଗିରିସେ ଗାଲା ।
When he had gone through those parts and encouraged them with many words, he came into Greece.
3 ୩ ତେଇ ସେ ତିନ୍ ମାସ୍ ରଇଲା, ଆରି ସିରିଆଇ ଜିବାକେ ତିଆର୍ ଅଇଲାବେଲେ, ଜିଉଦିମନ୍ ତାକର୍ ବିରଦେ କୁଟ୍ପାଁଚ୍ଲାଇନି ବଲି କବର୍ ପାଇ ମାକିଦନିଆବାଟେ ବାଉଡି ଜିବାକେ ଟିକ୍ କଲା ।
When he had stayed three months, as he was about to set sail for Syria, the Jews made a plot against him, so he decided to return through Macedonia.
4 ୪ ବେରିଆତେଇ ରଇବା ପୁରର୍ ପଅ ସପାତର୍, ତେସ୍ଲନିକିୟ ଆରିସ୍ତାକସ୍ ଆରି ସେକୁଦ୍, ଦର୍ବିର୍ ଗାୟ, ଏସିଆ ଦେସର୍ ତୁକିକ୍, ତର୍ପିମ୍ ଆରି ତିମତି ।
Now Sopater of Berea, Aristarchus and Secundus of the Thessalonians, Gaius of Derbe, Timothy, and Tychicus and Trophimus of Asia were going to accompany him as far as Asia;
5 ୫ ସେମନ୍ ଆଗ୍ତୁ ଜାଇ ତରିୟାଇ ଆମ୍କେ ଜାଗି ରଇଲାଇ ।
so having gone on ahead, these men were waiting for us in Troas.
6 ୬ କମିର୍ ନ ପାକାଇ ରୁଟି କାଇବା ପରବର୍ ପଚେ, ଆମେ ପିଲିପେଅନି ପାନିଜାଜେ ଜାଇ ପାଁଚ୍ ଦିନ୍ ପଚେ ତରୟାଇ ସେମନର୍ ସଙ୍ଗ୍ ମିସ୍ଲୁ ଆରି ତେଇ ଗଟେକ୍ ଆଟ୍ ଜାକ ରଇଲୁ ।
But it was after the Days of Unleavened Bread that we sailed from Philippi, and in five days we joined them at Troas, where we stayed seven days.
7 ୭ ଆଟର୍ ପର୍ତୁମ୍ ଦିନର୍ ସଞ୍ଜ୍ବେଲାଇ ଆମେ ସବୁଲକ୍ ମିସି କାଇବାକେ ରୁଣ୍ଡ୍ଲୁ । ପାଉଲ୍ ଲକ୍ମନ୍କେ ମଜାରାତି ଜାକ ଉପ୍ଦେସ୍ ଦେଲା । କାଇକେବଇଲେ ତାର୍ ଆର୍କର୍ ଦିନେ ସେ ଜାଗା ଚାଡି ଜିବାର୍ ରଇଲା ।
Now on the first day of the week, the disciples being assembled to break bread, Paul started addressing them, and because he intended to leave the next day he continued his message until midnight.
8 ୮ ଜନ୍ ଉପର୍ ତାଲାର୍ ବାକ୍ରାଇ ଆମେ ସବା କର୍ତେ ରଇଲୁ, ତେଇ ବେସି ବତିମନ୍ ଲାଗିରଇଲା ।
There were many lamps in the upper room where we were assembled.
9 ୯ ତେଇ ଇଉଟିକସ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା କିଡ୍କି ଲଗେ ବସି ରଇଲା । ପାଉଲ୍ କାତା କଇବା ବେଲାଇ, ତାକେ ଗୁନ୍ ଡାବି ଆଇଲା, ସେ ଗୁନର୍ ଲାଡେ, ତିନ୍ତାଲାର୍ ଗର୍ ଉପ୍ରେଅନି ତଲେ ଅଦ୍ରିଦେଲା । ସେମନ୍ ତାକେ ଉଟାଇବା ବେଲାଇ, ସେ ମରିଜାଇରଇଲା ।
Well a certain young man named Eutychus sat in a window and was sinking into a deep sleep as Paul kept on talking; when he was overcome by the sleep he fell down from the third story and was picked up dead.
10 ୧୦ ମାତର୍ ପାଉଲ୍ ତଲ୍କେ ଉତ୍ରି ଆସି ତାକେ ପାଟାଲି, ଦାରି କଇଲା, “ଡରା ନାଇ । ତାକେ ଜିବନ୍ ଆଚେ ।”
So Paul went down, threw himself on him and embracing him said, “Do not be distressed, because his life is in him!”
11 ୧୧ ତାର୍ପଚେ ସେ ଉପ୍ରେ ବାଉଡିଜାଇ ରୁଟି ବାଙ୍ଗାଇ କାଇଲା, ଆରି ବେଲ୍ ଉଦ୍ବାଜାକ ସେମନର୍ ସଙ୍ଗ୍ ବେସି କାତାବାର୍ତା ଅଇ ତେଇଅନି ବାରଇଲା ।
Then he went back up and broke bread, ate, and kept on speaking until daybreak—that is how he left!
12 ୧୨ ଲକ୍ମନ୍ ଦାଙ୍ଗ୍ଡାକେ ଜିବନ୍ ରଇଲାଟା ଦେକି ତାର୍ ଗରେ ଦାରିଗାଲାଇ ଆରି ସାର୍ଦା ଅଇଲାଇ ।
(On their part, they led the boy away alive, and were greatly comforted.)
13 ୧୩ ଆମେ ଆଗ୍ତୁ ଜାଜେ ଚଗି, ଆସସେ ଜିବାକେ ବାରଇଲୁ । ତେଇଅନି ଆମେ ପାଉଲ୍କେ ଜାଜେ ନେଇଜିବାକେ ଟିକ୍ କରିରଇଲୁ । କାଇକେବଇଲେ ସେ ସମ୍ଦୁର୍ବାଟେ ଜାଇ, ସେ ଜାଗାଇ କେଟ୍ବି ବଲି କଇରଇଲା ।
As for us, we went to the ship and set sail for Assos, intending to take Paul on board there—so it had been arranged, he himself intending to go on foot.
14 ୧୪ ସେ ଜେଡେବେଲା ଆମ୍କେ ଆସସେ ବେଟ୍ ଅଇଲା, ଆମେ ତାକେ ଜାଜେ ଚଗାଇ ମିତିଲିନି ଜାଗାଇ ଗାଲୁ ।
When he met us at Assos we took him aboard and went on to Mityline.
15 ୧୫ ତେଇଅନି ଆରି ଜିବାର୍ଦାରି ତାର୍ ଆର୍କର୍ ଦିନେ କିଅସ୍ ଲଗେ କେଟ୍ଲୁ । ତାର୍ ଆର୍କର୍ ଦିନେ ମିଲିଟସେ କେଟ୍ଲୁ । ଆରି ଗଟେକ୍ ଦିନ୍ ପଚେ ଆମସେ କେଟ୍ଲୁ । ତାର୍ ଆର୍କର୍ ଦିନେ ମିଲିଟସେ କେଟ୍ଲୁ ।
Sailing from there, the next day we arrived opposite Chios, and the day after we crossed over to Samos and stopped in Trogylium; the following day we came to Miletus.
16 ୧୬ ଆସିଆ ରାଇଜେ ଆରି ବେସି ଦିନ୍ ନ ରଇକରି, ଏପିସସ୍ କଣ୍ଡିକଣ୍ଡି ଜାଜ୍ ଚାଲାଇବାକେ ପାଉଲ୍ ଟିକ୍ କଲା । ଜଦି ଅଇପାର୍ସି, ପେନ୍ଟିକସ୍ଟ୍ ଦିନେ ଜିରୁସାଲାମ୍ କେଟ୍ବାକେ ସେ ତେରେପେତେ ଅଇତେ ରଇଲା ।
(Paul had decided to sail past Ephesus, to avoid being detained in Asia, because he was hurrying to be in Jerusalem on the Day of Pentecost, if he possibly could.)
17 ୧୭ ପାଉଲ୍ ମିଲିଟସେଅନି ଏପିସି ମଣ୍ଡଲିର୍ ପାର୍ଚିନ୍ ମନ୍କେ ତାର୍ ସଙ୍ଗ୍ ମିସ୍ବାକେ ଡାକାଇଲା ।
From Miletus he sent to Ephesus and summoned the elders of the congregation.
18 ୧୮ ସେମନ୍ ଆସି କେଟ୍ଲାକେ ପାଉଲ୍ କଇଲା, “ରମିୟ ରାଇଜର୍ ଆସିଆଇ କେଟ୍ଲା ପର୍ତୁମ୍ ଦିନେଅନି, କେନ୍ତି ତମର୍ ସଙ୍ଗ୍ ବେସି ବେଲା କାଟାଇଲି ଆଚି, ସେଟା ତମେ ଜାନିଆଚାସ୍ ।
So when they had come to him he said to them: “You yourselves know, from the first day that I arrived in Asia, how I lived the whole time I was with you,
19 ୧୯ ଜିଉଦିମନର୍ କୁଟ୍ ପାଁଚ୍ନାର୍ ଲାଗି, ମକେ ଜନ୍ ଦୁକ୍ କସ୍ଟ ପାଇକରି ମୁରଚ୍ବାକେ ପଡ୍ଲା, ସେ ବିତ୍ରେ ମୁଇ ପରମେସରର୍ ସେବାକାରିଆ ଇସାବେ ଆଁସୁପାନି ଜଡାଇ, ମୁଣ୍ଡ୍ ତଲେକରି, କାମ୍ କଲିଆଚି ।
serving the Lord with all humility, and with many tears and trials, the ones that happened to me by the plots of the Jews;
20 ୨୦ ତମେ ଜାନିଆଚାସ୍, ଲକ୍ମନର୍ ଲଗେ କବର୍ ଜାନାଇଲାବେଲେ ଆରି ତମର୍ ଗର୍ମନ୍କେ ଉପ୍ଦେସ୍ ଦେଲାବେଲେ, ତମର୍ ଉପ୍କାର୍ ଅଇଲାପାରା କାଇ ବିସଇ ମିସା ଜାନାଇବାକେ ମୁଇ ଦୁଇମନିଆ ଅଇନାଇ ।”
how I did not shrink from declaring to you anything that was profitable, teaching you publicly and from house to house,
21 ୨୧ ଜିଉଦି ଆରି ଗିରିକ୍ ଲକ୍ମନ୍କେ ସବୁକେ ମୁଇ ଡାଟ୍ ସଙ୍ଗ୍ ଜାଗ୍ରତ୍ ରଇବା କାତା ସୁନାଇ ରଇଲି, ଜେନ୍ତାରିକି, ସେମନ୍ ପାପେଅନି ବାଉଡିକରି ପର୍ମେସରର୍ ବାଟେ ମନ୍ ଦେଅତ୍ ଆରି ମାପ୍ରୁ ଜିସୁକେ ବିସ୍ବାସ୍ କରତ୍ ।
solemnly proclaiming to both Jews and Greeks the repentance toward God and the faith into our Lord Jesus.
22 ୨୨ ଏବେ ସୁକଲ୍ଆତ୍ମାର୍ ଚାଲ୍ନାଦେଲା ଆଦେସ୍ ମାନିକରି, ମୁଇ ଜିରୁସାଲମେ ଗାଲିନି । ତେଇ ମକେ କାଇଟା ଅଇସି ନାଜାନି ।
Now then, I am going to Jerusalem bound in my spirit, not knowing the things that will happen to me there,
23 ୨୩ ସୁକଲ୍ଆତ୍ମା ମକେ ଜାଗ୍ରତ୍ କରିଦେଇ ଆଚେ ଜେ, ମୁଇ ସବୁ ନଅରେ ବନ୍ଦି ଗରେ ରଇକରି କସ୍ଟ ପାଇବି ।
except that the Holy Spirit keeps warning me in every city, saying that fetters and afflictions are just waiting for me.
24 ୨୪ ମର୍ ନିଜର୍ ଜିବନ୍, ମର୍ ପାଇ, ମୁଇ ଇନ୍ କଲିନି । ପର୍ମେସରର୍ ଜିବନ୍ ଦୁକାଇଲା ବିସଇ ଆରି ମାପ୍ରୁ ଜିସୁ ଜନ୍ କାତା ଜାନାଇବାକେ ମକେ ଦାଇତ୍ ଦେଲାଆଚେ, ସେଟା ସାରାଇବି ଆରି ସୁବ୍ କବର୍ ଜାନାଇବାଟା ପୁରାପୁରୁନ୍ କର୍ବି । ଏତ୍କି ସେ ମୁଇ ମନ୍ କଲିନି ।
However none of this moves me, nor do I regard my life as valuable to myself, just so that I may complete my course with joy, even the ministry that I received from the Lord Jesus, to solemnly proclaim the Good News of the grace of God.
25 ୨୫ “ପର୍ମେସରର୍ ରାଇଜ୍ ବିସଇ ଜାନାଇବାକେ ମୁଇ ତମର୍ ସବୁ ଲକର୍ ଲଗେ ଜାଇଆଚି । ଏବେ ମୁଇ ଜାନିଆଚି, ତମର୍ ବିତ୍ରେଅନି କେମିସା ମର୍ ମୁଁ କେବେ ଦେକି ନାପାରାସ୍ ।
“Furthermore, I know that none of you among whom I have gone about proclaiming the Kingdom of God will ever see my face again.
26 ୨୬ ତେବର୍ପାଇ ଆଜି ବେଲା ମିଲ୍ଲା ଆଚେ ବଲି ମୁଇ ଡାଟ୍ ସଙ୍ଗ୍ ତମ୍କେ ଜାନାଇଲିନି । ତମର୍ ବିତ୍ରେଅନି କେ ଜଦି ବାଟ୍ ବାନା ଅଇଗାଲେ, ସେଟାର୍ପାଇ ମୁଇ ଦାଇ ନଇ ।
Therefore I testify to you this day that I am innocent of the blood of all;
27 ୨୭ କାଇକେବଇଲେ ତମର୍ଟାନେ ପର୍ମେସରର୍ ସବୁଜାକ ଆଦେସ୍ ଜାନାଇବାକେ, ମୁଇ ଦୁଇମନିଆ ଅଇନାଇ ।
because I did not shrink from declaring to you the whole counsel of God.
28 ୨୮ ତେବର୍ପାଇ ତମେ ନିଜର୍ ବିସଇ ଆରି ସୁକଲ୍ଆତ୍ମା ତାର୍ ସତ୍ ଗିଆନେ ଜନ୍ ବିସ୍ବାସି ମାନ୍ଦାକେ ଦେକାରକାପାଇ ଚାଡିଦେଇ ଆଚେ, ସେ ସବୁ ବିସଇଟାନେ ଜାଗ୍ରତ୍ ଉଆ । ମେଣ୍ଡା ଚାରାଉ ଗଉଡ୍ପାରା ପରମେସରର୍ ମଣ୍ଡଲିର୍ ଜତନ୍ ନିଆ । ସେ ମଣ୍ଡଲିକେ ପରମେସର୍ ତାର୍ ନିଜର୍ ବନିଦେଇ ଗେନିଆଚେ ।
So take heed to yourselves and to all the flock, in which the Holy Spirit has placed you as overseers, to shepherd the congregation of the Lord and God which He purchased with His own blood.
29 ୨୯ ମୁଇ ଜାନିଆଚି, ମୁଇ ଗାଲାପଚେ ତମର୍ ବିତ୍ରେ ଅପର୍ବଲ୍ ଗଦଡୁର୍କାମନ୍ ଆଇବାଇ ଆରି ମେଣ୍ଡାରାସିକେ ଚିନ୍ ଚତର୍ କରିସେ ଚାଡ୍ବାଇ ।
Because I know this, that after my departure savage wolves will come in among you, not sparing the flock.
30 ୩୦ ବେଲା ଆଇସି, ତମର୍ ନିଜର୍ ଦଲର୍ କେତେ ଲକ୍ ବିସ୍ବାସିମନ୍କେ ମିଚ୍ କାତା କଇ ତାକର୍ ବାଟେ ଡାକି ନେବାଇ ।
Yes, men will rise up from among you yourselves, speaking distorted things, to draw away the disciples after them.
31 ୩୧ ସେ ବେଲେ ତମେ ଜାଗ୍ରତ୍ ଅଇ ରୁଆ । ମୁଇ ତିନ୍ ବରସ୍ ଜାକ ଦିନ୍ ରାତି ଆଁସୁପାନି ଜରାଇ, ତମ୍କେ ଗଟେକ୍ ଗଟେକ୍ କରି, ସବୁ ଲକ୍କେ ସିକାଇ ଆଚି, ଏ କାତା ଏତାଇରୁଆ ।”
Therefore be alert, remembering that during three years, night and day, I never stopped admonishing each one, with tears.
32 ୩୨ “ଏବେ ମୁଇ ତମ୍କେ ପରମେସର୍କେ, ଆରି ତାର୍ ଜିବନ୍ ଦୁକାଇବା ବାକିଅଟାନେ ସର୍ପି ଦେଲିନି । ସେ ବାକିଅ ତମ୍କେ ଡାଟ୍ କରାଇସି ଆରି ପରମେସରର୍ ଲକ୍ମନର୍ ପାଇ ଅଇବା ସବୁ ଆସିର୍ବାଦ୍ ତମ୍କେ ଦେଇପାର୍ସି ।
“And so now, brothers, I entrust you to God and to the Word of His grace, which is able to build you up and to give you an inheritance among all those who have been sanctified.
33 ୩୩ ମୁଇ କାର୍ ସୁନା, ରୁପା କି ଲୁଗାପଚିଆ ମିଲାଇବି ବଲି ଆସା କରିନାଇ ।
I have not coveted anyone's silver or gold or clothing.
34 ୩୪ ମର୍ ଏ ଦୁଇଟା ଆତେ କସ୍ଟ କରି, ମର୍ ପାଇ ଆରି ମର୍ସଙ୍ଗ୍ ରଇବାଲକର୍ ପାଇ, ଦର୍କାର୍ ରଇଲାଟା ପୁରାପୁରୁନ୍ କଲିଆଚି ଏଟା ତମେ ଜାନିଆଚାସ୍ ।
You yourselves know that these hands have supplied my own needs, and of those who were with me.
35 ୩୫ ମିଲାଇବାଟାନେଅନି ଦାନ୍ଦେବାଟା ଅଦିକ୍ ସାର୍ଦାର୍ ବିସଇ ଅଇରଇସି । ନିଜେ ଜିସୁ ମାପ୍ରୁ ଏ ବାକିଅ ସୁମର୍ନା କରିରଇଲା । ଏନ୍ତାରି କସ୍ଟ କାମେଅନି ନାପାର୍ଲା ଲକ୍ମନ୍କେ ସାଇଜ କର୍ବାର୍ ଆଚେ । ଏ ବିସଇ ମୁଇ ତମ୍କେ ସବୁବେଲେ କରିଦେକାଇଆଚି ।”
In every way I showed you that working hard like this it is necessary to help the weak, and to remember the word of the Lord Jesus, that He Himself said, ‘It is more blessed to give than to receive.’”
36 ୩୬ ଏ ସବୁ କାତା କଇସାରାଇ ପାଉଲ୍ ସେମନର୍ ସଙ୍ଗ୍ ମାଣ୍ଡିକୁଟା ଦେଇ ପାର୍ତନା କଲା ।
When he had said these things, he knelt down and prayed with them all.
37 ୩୭ ସବୁ ଲକ୍ କାନ୍ଦି କାନ୍ଦି କରି ପାଉଲ୍କେ ପାଟାଲିକରି ଚୁମ୍ଚାଟ୍ କରି ପାଟାଇଦେଲାଇ ।
Then they all wept freely, and falling on Paul's neck kept kissing him,
38 ୩୮ ପାଉଲ୍ ସେମନ୍କେ “ତମେ ଆରି ମକେ ଦେକିନାପାରାସ୍ ।” ବଲି କଇରଇଲାକେ, ସେମନ୍ ବେସି ମନ୍ଦୁକ୍ ଅଇଜାଇରଇଲାଇ । ଲକ୍ମନ୍ ପାଉଲ୍କେ ପାଟାଇ ଦେବାକେ, ଜାଜେ ନେଇ ଚାଡ୍ଲାଇ ।
sorrowing most of all because of the word that he had spoken, that they would see his face no more. And they accompanied him to the ship.