< ପେରିତ୍ 21 >
1 ୧ ସେମନ୍କେ ପାଟାଇଦେଇକରି ଆମେ ତେଇଅନି ଜାଜେ ଚଗି ସିଦା କସ୍ ନାଉଁର୍ ଜାଗାଇ କେଟ୍ଲୁ । ତାର୍ ଆର୍କର୍ ଦିନେ ରଦେ କେଟ୍ଲୁ, ସମ୍ଦୁର୍ ପାଲି ପାଲି ଜାଇ ପାତାରା ନାଉଁର୍ ଜାଗାଇ ଗାଲୁ ।
Toen we afscheid van hen hadden genomen, en afgevaren waren, stevenden we rechtdoor naar Kos, de volgende dag naar Rodus, en vandaar naar Pátara.
2 ୨ ତେଇଅନି ପିନିସିଆଇ ଜାଇତେ ରଇବା ଗଟେକ୍ ଜାଜେ ଚଗି ଜିବାର୍ ଦାର୍ଲୁ ।
Hier troffen we een schip, dat naar Fenicië voer; we gingen aan boord en staken in zee.
3 ୩ ତାର୍ପଚେ ଡିସ୍ତେରଇବା ସାଇପରସ୍ ନାଉଁର୍ ଗଟେକ୍ ଜାଗାଇ କେଟ୍ଲୁ । ତେଇଅନି ତାର୍ ଦକିଣ୍ଦିଗ୍ ବାଟେ ଜାଇ ସିରିଆଇ କେଟ୍ଲୁ । ଆମେ ଟାୟର୍ ନାଉଁର୍ ଗଟେକ୍ ଜାଗାଇ, ପାନିଜାଜେଅନି ଉତର୍ଲୁ, କାଇକେ ବଇଲେ, ଏ ଜାଜେଅନି ଦିନ୍ସୁମନ୍ ଉତ୍ରାଇବାର୍ ରଇଲା ।
Toen we Cyprus in het gezicht kregen, lieten we het links liggen, zetten koers naar Syrië, en landden te Tyrus; want daar moest het schip de lading lossen.
4 ୪ ତେଇ ଆମେ କେତେଟା ବିସ୍ବାସିମନର୍ ସଙ୍ଗ୍ ବେଟ୍ ଅଇ ସେମନର୍ ସଙ୍ଗ୍ ଗଟେକ୍ ଆଟ୍ ରଇଲୁ, ସୁକଲ୍ଆତ୍ମାର୍ ଚାଲ୍ନା ପାଇକରି ସେମନ୍, ଜିରୁସାଲମେ ଜିବାକେ ପାଉଲ୍କେ ମନା କଲାଇ ।
We zochten daar de leerlingen op, en bleven er zeven dagen lang; ze bezwoeren Paulus door den Geest, niet naar Jerusalem te gaan
5 ୫ ମାତର୍ ସେମନର୍ ସଙ୍ଗ୍ ଗଟେକ୍ ଆଟ୍ ରଇଲା ପଚେ, ଆମେ ସେମନ୍କେ ଚାଡିକରି ଆମର୍ ବାଟେ ଉଟି ଆଇଲୁ । ଆମ୍କେ ପାଟାଇ ଦେବାକେ ସେମନ୍ ନିଜର୍ ନିଜର୍ ପିଲା ମାଇଜି ସଙ୍ଗ୍ ଗଡ୍ ବାଇରେ ରଇବା, ସମ୍ଦୁର୍ କଣ୍ଡିଜାକ ଆଇଲାଇ । ତେଇ ଆମେ ସବୁ ଲକ୍ ମାଣ୍ଡିକୁଟା ଦେଇ ପାର୍ତନା କଲୁ ।
Nadat we er die dagen hadden doorgebracht, vertrokken we, en reisden verder; allen vergezelden ons met hun vrouwen en kinderen tot buiten de stad. Op het strand knielden we neer in gebed;
6 ୬ ତାର୍ପଚେ ଆମେ ସେମନର୍ ସଙ୍ଗ୍, ଜୁଆର୍ବେଟ୍ ଅଇ ଜାଜେ ଚଗ୍ଲୁ, ସେମନ୍ ଗରେ ବାଉଡି ଗାଲାଇ ।
toen zeiden we elkander vaarwel. Wij bestegen het schip, en zij keerden naar huis terug.
7 ୭ ଆମେ ଟାୟରେଅନି ପାନିଜାଜେ ବାରଇ ପତ୍ଲମା ନାଉଁର୍ ଜାଗାଇ କେଟ୍ଲୁ, ତେଇ ବିସ୍ବାସି ବାଇମନର୍ ସଙ୍ଗ୍ ଜୁଆର୍ବେଟ୍ ଅଇ ଗଟେକ୍ ଦିନ୍ ରଇଲୁ ।
We zeilden nu van Tyrus naar Ptolemaïs, waar we onze zeereis ten einde brachten; we gingen er de broeders begroeten, en vertoefden één dag onder hen.
8 ୮ ଆର୍କର୍ ଦିନେ ଆମେ ସେ ଜାଗା ଚାଡି, ସିସେରିଆ ନାଉଁର୍ ଜାଗାଇ କେଟ୍ଲୁ, ତେଇ ମାପ୍ରୁର୍ କାତା ଜାନାଇବା, ପିଲିପର୍ ଗରେ ରଇଲୁ, ଜିରୁସାଲମେ ସେବା କର୍ବାକେ ବାଚାଇଅଇରଇବା ସାତ୍ ଲକର୍ ବିତ୍ରେଅନି, ପିଲିପ୍ ଗଟେକ୍ ଲକ୍ ରଇଲା ।
De volgende dag vertrokken we weer, en kwamen te Cesarea aan. We begaven ons naar het huis van Filippus, den evangelist, een van de zeven en we bleven bij hem;
9 ୯ ପିଲିପର୍ ଚାର୍ଟା ଦାଙ୍ଗ୍ଡି ଟକିମନ୍ ବିବା ନ ଅଇକରି ରଇଲାଇ, ସେମନ୍ ପରମେସର୍ କଇଲା କାତା ଜାନାଇତେ ରଇଲାଇ ।
hij had vier ongehuwde dochters, die profetessen waren.
10 ୧୦ ଆମେ ସେ ଜାଗାଇ ବେସି ଦିନ୍ ରଇଲା ପଚେ, ଜିଉଦା ରାଇଜେଅନି ଆଗାବ୍ ନାଉଁର ଗଟେକ୍ ବବିସତ୍ବକ୍ତା ତେଇ ଆଇଲା ।
Terwijl we daar meerdere dagen vertoefden, kwam er een profeet uit Judea aan, Agabus genaamd.
11 ୧୧ ସେ ଆମର୍ ଲଗେ ଆସି ପାଉଲର୍ ଆଟାବେଡା ନେଲା, ତେଇ ସେ ନିଜର୍ ଆତ୍ ଗଡ୍ ବାନ୍ଦି କରି କଇଲା, “ସୁକଲ୍ଆତ୍ମା ମକେ ଜାନାଇଲା ଆଚେ ଜେ, ଏ ଆଟାବେଡାର୍ ସାଉକାର୍କେ ଜିରୁସାଲାମର୍ ଜିଉଦିମନ୍, ଏନ୍ତି ବାନ୍ଦି ଜିଉଦିନଇଲା ଲକ୍ମନ୍କେ ସର୍ପିଦେବାଇ ।”
Toen hij ons kwam bezoeken, nam hij de gordel van Paulus, bond zich handen en voeten, en sprak: Dit zegt de Heilige Geest: "Zó zullen de Joden te Jerusalem den man binden, wien deze gordel behoort, en hem overleveren in de handen der heidenen".
12 ୧୨ ଏଟା ସୁନି ଆମେ ଆରି ସେ ଜାଗାଇ ରଇଲା ବିନ୍ଲକ୍ମନ୍, ପାଉଲ୍କେ “ଜିରୁସାଲାମେ ନ ଜାଆ” ବଲି ବାବୁଜିଆ କଲୁ ।
Toen we dit hoorden, drongen we met de broeders dier plaats er op aan, dat hij niet naar Jerusalem zou gaan.
13 ୧୩ ମାତର୍ ପାଉଲ୍ କଇଲା, “ତମେ ଏଟା କାଇଟା କଲାସ୍ନି, କାଇକେ ଏନ୍ତି କାନ୍ଦାବୁବା ଅଇ ମର୍ ମନ୍ କିଲ୍ବିଲ୍ କଲାସ୍ନି? ଜିରୁସାଲାମ୍ ଅବ୍କା ବାନ୍ଦାଇ ଅଇବାକେସେ ନାଇ, ମାତର୍ ମୁଇ ମାପ୍ରୁ ଜିସୁର୍ ପାଇ ମର୍ବାକେ ମିସା ରାଜି ଆଚି ।”
Maar Paulus antwoordde: Waarom weent gij, en breekt mij het hart? Ik ben immers bereid, mij te Jerusalem niet alleen te laten binden, maar er zelfs te sterven voor de naam van den Heer Jesus.
14 ୧୪ ଆମେ ତାକେ ବୁଜାଇ ନାପାରି, ତେଇଅନି ଚିମ୍ରାଇ ଅଇ କଇଲୁ “ମାପ୍ରୁ ମନ୍ କଲାଟା ପୁରାପୁରୁନ୍ ଅ ।”
Daar hij zich niet liet overhalen, hielden wij ook niet langer aan, maar zeiden: De wil des Heren geschiede.
15 ୧୫ ତେଇ କେତେଦିନ୍ ରଇକରି, ଆମର୍ ଦିନ୍ସୁପତର୍ ସାଜାଡି ଜିରୁସାଲମେ ଜିବାକେ ବାରଇଲୁ ।
Na die dagen maakten we ons reisvaardig, en gingen op naar Jerusalem.
16 ୧୬ ସିସେରିଆର୍ କେତେଟା ସିସ୍ମନ୍, ଆରି ସାଇପରସର୍ ମନାସନ୍ ନାଉଁର୍ ବିସ୍ବାସି ମିସା ଆମର୍ ସଙ୍ଗ୍ ଆଇଲା । ମନାସନର୍ ଗରେ ଆମେ ରଇବାକେ ଟିକ୍ ଅଇରଇଲା ।
Ook enige leerlingen van Cesarea gingen met ons mee, om ons bij zekeren Mnason van Cyprus te brengen, die reeds sedert lang een leerling was, en bij wien we onderdak zouden vinden.
17 ୧୭ ଜିରୁସାଲମର୍ ବିସ୍ବାସି ବାଇମନ୍ ଆମ୍କେ ସାର୍ଦାସଙ୍ଗ୍ ଗତିଆ କଲାଇ ।
Toen we te Jerusalem aankwamen, ontvingen ons de broeders met blijdschap.
18 ୧୮ ତାର୍ ଆର୍କର୍ ଦିନେ ପାଉଲ୍ ଆମର୍ ସଙ୍ଗ୍ ଜାକୁବ୍କେ ଦେକ୍ବାକେ ଗାଲା, ମଣ୍ଡଲିର୍ ସବୁ ପାର୍ଚିନ୍ମନ୍ ତେଇ ରୁଣ୍ଡି ରଇଲାଇ ।
De volgende dag ging Paulus met ons naar Jakobus, waar ook al de priesters bijeen waren gekomen.
19 ୧୯ ପାଉଲ୍ ସେମନ୍କେ ଜୁଆର୍ବେଟ୍ ଅଇ ତାକର୍ କାମେଅନି, ପରମେସର୍ ଜିଉଦିନଇଲା ଲକ୍ମନର୍ ବିତ୍ରେ ଜାଇଟା କରିରଇଲା ତାର୍ ଗଟେକ୍ ଟିକିନିକିର୍ ତାଲିକା ଦେଲା ।
Na de begroeting verhaalde hij in bijzonderheden, wat God door zijn bemiddeling onder de heidenen had verricht.
20 ୨୦ ତାର୍ କାତା ସୁନ୍ଲାପଚେ ସେମନ୍ ସବୁ ଲକ୍ ପରମେସରର୍ ଡାକ୍ପୁଟା କଲାଇ । ତାର୍ପଚେ କଇଲାଇ, “ବାଇ ପାଉଲ୍, ତମେ ଦେକ୍ଲାସ୍ନି, କେନ୍ତି, ଏବେ ଅଜାର୍ ଅଜାର୍ ଜିଉଦିମନ୍ ମାପ୍ରୁ ଜିସୁକେ ମାନ୍ଲାଇନି ଆରି ସେମନ୍ ରିତିନିତି ମିସା ମାନ୍ଲାଇନି ।
Toen ze dit hadden gehoord, verheerlijkten ze God Toch zeiden ze hem: Ge ziet, broeder, hoeveel duizenden Joden er zijn, die gelovig zijn geworden, en die allen ijveraars zijn voor de Wet.
21 ୨୧ ସେମନ୍ କବର୍ ପାଇଆଚତ୍ ଜେ, ତମେ ଜିଉଦିନଇଲା ଦେସେ ବାସା ଅଇରଇଲା, ଜିଉଦିମନ୍କେ ମସାର୍ ରିତିନିତି ଚାଡିଦେବାକେ, ସେମନର୍ ପିଲାମନ୍କେ ସୁନତ୍ ନ କର୍ବାକେ ଆରି ଜିଉଦି ରିତିନିତି ନ ମାନ୍ବାକେ ସିକିଆ ଦେଲାସ୍ନି ।
Maar nu hebben ze van u horen zeggen, dat ge afval van Moses leert aan de Joden, die onder de heidenen leven, en hun zegt, dat ze hun kinderen niet mogen besnijden, of volgens onze gebruiken mogen leven
22 ୨୨ ତମେ ଇତି କେଟିଆଚାସ୍ ବଲି ସେମନ୍ ସତ୍ସେ ସୁନ୍ବାଇ । ସେନ୍ତି ଆଲେ କାଇଟା କରିଅଇସି?
Wat dus te doen? Ongetwijfeld komt er een talrijke schare bijeen; want men zal vernemen, dat ge gekomen zijt.
23 ୨୩ ଆମେ ମନ୍କଲୁନି ତମେ ଗଟେକ୍ କାମ୍ କରା ବଲି । ଇତି ରଇଲା ଚାରିଲକ୍ ଗଟେକ୍ ମାନତ୍ କଲାଇଆଚତ୍ ।
Doe derhalve, wat we u zeggen. Onder ons bevinden zich vier mannen, die een gelofte hebben gedaan.
24 ୨୪ ସେମନର୍ ସଙ୍ଗ୍ ଜାଆ । ସୁକଲ୍ ଅଇବା ବିଦି ମାନ୍ବାତେଇ ସେମନର୍ ସଙ୍ଗ୍ ମିସା ଆରି ସେମନର୍ କର୍ଚା ଦେ । ତାର୍ପଚେ ସେମନ୍ ନିଜର୍ ନିଜର୍ ମୁଣ୍ଡ୍ କୁରାଇ ଅଅତ୍ । ଇତିଅନି ଜାନାପଡ୍ସି ଜେ, ତମର୍ ବିସଇ ବାରଇରଇବା କାଇମିସା କବର୍ ସତ୍ ନଏଁ, ମାତର୍ ତମେ ମସାର୍ ରିତିନିତି ଇସାବେ ଜିବନ୍ ଜିଇଲାସ୍ନି ।
Neem ze met u mee, laat u gelijk met hen reinigen, en betaal voor hen de kosten opdat ze zich het hoofd kunnen laten scheren; dan zullen allen weten, dat het onwaar is, wat ze over u hebben gehoord, maar dat ge zelf de Wet onderhoudt.
25 ୨୫ ମାତର୍ ଜିଉଦି ନ ଅଇଲା ଲକ୍ମନ୍ ବିସ୍ବାସି ଅଇଆଚତ୍ । ସେମନ୍କେ ଗଟେକ୍ ଚିଟି ଲେକି ଉପ୍ଦେସ୍ ଦେଲୁଆଚୁ ଜେ, ଆମର୍ କଇଲା କାତା ଇସାବେ, ସେମନ୍ ପୁତ୍ଲାମନ୍କେ ବିରୁକଲା କାଦି ନ କାଅତ୍, ବନି ନ କାଅତ୍, ଟଟ୍ରି ପିଚ୍କି ମରାଇରଇବା ପସୁର୍ ମାଉଁସ୍ ନ କାଅତ୍ ଆରି ବିନ୍ ମାଇଜିମନର୍ ସଙ୍ଗ୍ ପାପ୍ କାମ୍ କର୍ବାଟାନେଅନି ଦୁରିକେ ରଅତ୍ ।”
Wat de heidenen betreft, die het geloof hebben aanvaard, we hebben hun onze beslissing doen kennen, dat ze zich moeten wachten voor afgodenvlees, voor bloed en verstikt vlees, en voor ontucht.
26 ୨୬ ତାର୍ ପର୍ଦିନେ ପାଉଲ୍ ସେ ଚାର୍ ଲକର୍ ସଙ୍ଗ୍ ସୁକଲ୍ ଅଇବା ବିଦି ମାନ୍ଲା । ତାର୍ ପଚେ ସେ ମନ୍ଦିରେ ଜାଇ ସୁକଲ୍ ଅଇବା କାମ୍ କେବେ ସାର୍ସି, ଆରି କେଡେବଲ୍ ବିରୁ କର୍ବାଟା ଅଇସି, ସେଟା ଜାନାଇଦେଲା ।
Daarom nam Paulus de volgende dag de mannen met zich mee, liet zich tegelijk met hen reinigen, ging met hen de tempel binnen, en kondigde aan, wanneer de dagen der gelofte geëindigd zouden zijn, en het offer voor een ieder van hen zou worden gebracht.
27 ୨୭ ଏ ସୁକଲ୍ ଅଇବା କାମର୍ ସାତ୍ ଦିନ୍ ଗାଲା ପଚେ, ଆସିଆ ରାଇଜର୍ କେତେଟା ଜିଉଦିମନ୍ ପାଉଲ୍କେ ମନ୍ଦିରେ ଦେକ୍ଲାଇ, ସେମନ୍ ତେଇ ରୁଣ୍ଡ୍ଲା ଲକ୍ମନ୍କେ ଉସ୍କାଇକରି ପାଉଲ୍କେ ଦାର୍ଲାଇ ।
Maar toen de zeven dagen bijna voorbij waren, zagen de Joden uit Azië hem in de tempel. Ze joegen al het volk bijeen, grepen hem vast, en gilden het uit:
28 ୨୮ ସେମନ୍ ଆଉଲି ଅଇକରି କଇଲାଇ, “ଏ ଇସ୍ରାଏଲର୍ ବାଇମନ୍ ଆମ୍କେ ସାଇଜ କରା! ଏ ଲକ୍ ଚାରିବାଟେ ଜାଇକରି ଇସ୍ରାଏଲ୍ ମନର୍ ବିରଦେ, ମସାର୍ ନିୟମ୍ ଆରି ଏ ମନ୍ଦିର୍ ବିରଦେ, ସିକିଆ ଦେଲାନି । ଏବେ କେତେଟା ଗିରିକ୍ ଲକ୍ମନ୍କେ ମନ୍ଦିର୍ ବିତ୍ରେ ଆନି, ଏ ସୁକଲ୍ ଜାଗା ଅସୁକଲ୍ କଲା ଆଚେ ।”
"Israëlieten, te hulp! Dit is de man, die overal iedereen leert tegen het volk, tegen de Wet en tegen deze plaats; ook heeft hij heidenen in de tempel gebracht, en deze plaats ontwijd."
29 ୨୯ ସେମନ୍ ଗଡ୍ ବିତ୍ରେ ଏପିସସର୍ ତର୍ପିମ୍କେ ପାଉଲ୍ ସଙ୍ଗ୍ ଦେକି ରଇଲାର୍ ପାଇ ବାବ୍ଲାଇ ଜେ, ପାଉଲ୍ ତାକେ ମନ୍ଦିରେ ନେଲା ଆଚେ ବଲି ।
Want ze hadden Trófimus, den Efesiër, in zijn gezelschap in de stad gezien, en meenden nu, dat Paulus hem in de tempel gebracht had.
30 ୩୦ ଗଡର୍ ଗୁଲାଇ ବାଟେ ରିସାର୍ କିଲ୍ବିଲ୍ ଡାବିଅଇଗାଲା । ଲକ୍ମନ୍ ପାଉଲ୍କେ ମନ୍ଦିର୍ ବାଇରେ ଅର୍ଗଡି ଆନ୍ଲାଇ, ଆରି ମନ୍ଦିରର୍ କାପାଟ୍ମନ୍ ଡାବିଦେଲାଇ ।
Heel de stad kwam in rep en roer, en het volk liep te hoop. Ze maakten zich van Paulus meester, en sleurden hem buiten de tempel, waarvan aanstonds de deuren werden gesloten.
31 ୩୧ ରିସାଅଇଲା ଲକ୍ମନ୍ ପାଉଲ୍କେ ମରାଇବାକେ ଚେସ୍ଟା କଲାଇ, ମାତର୍ ସମାନ୍ ସେ ବେଲାଇ “ଜିରୁସାଲାମେ ଗଣ୍ଡ୍ଗଲ୍ ଚାଲ୍ଲା ଆଚେ ।” ବଲି ରମିୟ ସନିଅମନର୍ କବର୍ ସୁନ୍ଲାଇ ।
Terwijl ze hem trachtten te doden, bereikte den legerhoofdman het bericht, dat heel Jerusalem in opschudding was.
32 ୩୨ ସେ କେତେଟା ସେନାପତି କେତେଟା ସନିଅମନ୍କେ ଦାରି ଦାପ୍ରେ, ଗଟ୍ନା ଗଟ୍ଲା ଜାଗାଇ ଆସି କେଟ୍ଲା । ଲକ୍ମନ୍ ସନିଅ ଆରି ସେନାପତିକେ ଦେକିକରି ପାଉଲ୍କେ ମାର୍ବାଟା ଚାଡିଦେଲାଇ ।
Aanstonds nam hij soldaten en honderdmannen met zich mee, en snelde er heen. Zodra men den hoofdman en de soldaten zag, hield men op, Paulus te slaan.
33 ୩୩ ସେନାପତି ପାଉଲ୍କେ ବନ୍ଦିକରି, ତାକେ ଦୁଇଟା ସିକ୍ଲିତେଇ ବାନ୍ଦ୍ବାକେ ଆଦେସ୍ ଦେଲା, ତାର୍ ପଚେ ସେ ପାଚାର୍ଲା, “ଏ ଲକ୍ କେ? ଆରି ସେ କାଇଟା କଲା ଆଚେ?”
De hoofdman kwam naderbij, nam hem gevangen, en liet hem met twee kettingen boeien. Nu onderzocht hij, wie hij was, en wat hij gedaan had.
34 ୩୪ ଲକ୍ମନର୍ ମାନ୍ଦାଇଅନି କେ କେତେ ରକାମ୍ କାତା କଇ ଆଉଲିଅଇଲାଇ । ଏନ୍ତି କିରମାର୍ ଅଇଲା ଜେ, ସନିଅମନର୍ ମୁକିଆ, ସତ୍ସେ, ଏ ଗଟ୍ନା କାଇକେ ଅଇଲା ବଲି ବୁଜିନାପାର୍ଲା । ସେଟାର୍ପାଇ ସେ ପାଉଲ୍କେ ଗଡ୍ବିତ୍ରେ ଦାରିଜିବାକେ ସନିଅମନ୍କେ ଆଦେସ୍ ଦେଲା ।
Maar uit de hoop schreeuwde de een dit, de ander dat. Daar hij dus door het rumoer niets zekers te weten kon komen, gaf hij bevel, hem naar de burcht te brengen.
35 ୩୫ ସନିଅମନ୍ ପାଉଲ୍କେ ଦାରି ଚଗ୍ବା ପାଉଚେ କେଟ୍ଲା ଦାପ୍ରେ, ତାର୍ ଚାରିବେଡ୍ତି ରଇଲା ଲକ୍ମନ୍ ବେସି ଆଉଲି ଅଇଲାଇକେ ସନିଅମନ୍ ତାକେ ବଇ ଦାରିଗାଲାଇ ।
Op de trappen moest hij zelfs door de soldaten worden gedragen om het opdringen van het volk.
36 ୩୬ ବଇନେବା ବେଲେ ଲକ୍ମନ୍ ପଚ୍ପଚ୍ ଆସି ତାକେ ମରାଆ ବଲି ଆଉଲି ଅଇତେରଇଲାଇ ।
Want de volkshoop bleef volgen, en roepen: Weg met hem.
37 ୩୭ ପାଉଲ୍କେ ସନିଅମନ୍ ଗଡ୍ବିତ୍ରେ ନେବାବେଲେ ସେ ସନିଅମନର୍ ମୁକିଆକେ କଇଲା, “ମୁଇ ତମର୍ ସଙ୍ଗ୍ କାତା ଅଇପାର୍ବି କି?” ସନିଅମନର୍ ମୁକିଆ କଇଲା, “ତୁଇତା ଗିରିକ୍ କଇଲୁସ୍ନି ।
Juist toen Paulus de burcht zou worden binnengebracht, zeide hij tot den hoofdman: Mag ik u misschien iets zeggen? Hij antwoordde: Kent ge grieks?
38 ୩୮ ସେନ୍ତି ଆଲେ କେତେ ଦିନ୍ ଆଗେ ମିସରର୍ ଜନ୍ ଲକ୍ ଚାରି ଅଜାର୍ କାଙ୍ଗାର୍ମନର୍ ସଙ୍ଗ୍ କେଟିରଇଲା, ତମେ ସେ ଲକ୍ ନୁଆଁସ୍!”
Zijt ge dan de Egyptenaar niet, die laatst dat oproer heeft verwekt, en vier duizend bandieten naar de woestijn met zich mee heeft gelokt?
39 ୩୯ ପାଉଲ୍ କଇଲା, “ମୁଇ ସିଲିସିଆର୍ ତାର୍ସିସେ ଜନମ୍ କରିରଇବା ଗଟେକ୍ ଜିଉଦି, ଗଟେକ୍ ମୁକିଅ ଗଡର୍ ଲକ୍ । ଏ ଲକ୍ମନ୍କେ ବୁଜାଇ କଇବାକେ ଦୟାକରି ମକେ ଅଲପ୍ ଆଦେସ୍ ଦିଆ ।”
Paulus hernam: Ik ben een jood, van Tarsus in Cilicië, burger ener stad, die niet zonder betekenis is. Ik bid u, laat me spreken tot het volk.
40 ୪୦ ସେନାପତି ତାକେ ଆଦେସ୍ ଦେଲାକେ ପାଉଲ୍ ପାଉଚ୍ ଉପ୍ରେ ଟିଆଅଇ, ଲକ୍ମନ୍କେ ଚିମ୍ରା ଅଇବାକେ ଆତ୍ ସାଗିଆ କଲା । ସେମନ୍ ଚିମ୍ରା ଅଇଲାଇକେ, ପାଉଲ୍ ଇବ୍ରୁ ବାସାଇ କଇଲା ।
Toen hij verlof had gegeven, ging Paulus op de trappen staan, en wenkte met de hand tot het volk. En toen het doodstil was geworden, sprak hij hen toe in het hebreeuws, en zeide: