< ପେରିତ୍ 24 >
1 ୧ ପାଁଚ୍ଦିନ୍ ପଚେ ବଡ୍ ପୁଜାରି ଅନନିୟ କେତେଟା ପାର୍ଚିନ୍ ଆରି ତର୍ତୁଲସ୍ ନାଉଁର୍ ଗଟେକ୍ ଅକିଲ୍ ସଙ୍ଗ୍ ସିସେରିଆଇ ଗାଲାଇ । ସେମନ୍ ପେଲିକ୍ସର୍ ମୁଆଟେ ଟିଆଅଇ ପାଉଲର୍ ବିରଦେ ସେମନର୍ ଦାବା ଜାନାଇଲାଇ ।
五日の後、大祭司アナニヤは、長老数名と、テルトロという弁護人とを連れて下り、総督にパウロを訴え出た。
2 ୨ ତାର୍ପଚେ ପାଉଲ୍କେ ତେଇଆନି ଟିଆ କରାଇଲାଇ ଆରି ତର୍ତୁଲସ୍ ଏନ୍ତି ତାକର୍ ଦାବାମନ୍ ସବୁ ଜାନାଇଲା । “ଆଗିଆଁ, ତମେ ଗଟେକ୍ ଡାକ୍ପୁଟା ଲକ୍, ତମର୍ ନିମାନ୍ ସାସନ୍ଅନି ଆମେ ବେସି ଦିନ୍ ଦାରି ସାର୍ଦା ଅଇ ସାନ୍ତି ସଙ୍ଗ୍ ଜିଇଲୁନି, ଆମର୍ ଦେସର ମଙ୍ଗଲ୍ ପାଇ ବେସି ଦର୍କାର୍ ରଇଲା କାମ୍ମନ୍ କରାଇଆଚାସ୍ ।
パウロが呼び出されたので、テルトロは論告を始めた。「ペリクス閣下、わたしたちが、閣下のお陰でじゅうぶんに平和を楽しみ、またこの国が、ご配慮によって、
3 ୩ ସବୁଜାଗାଇ ଆରି ସବୁ ବେଲାଇ ଆମେ ଏଟାକେ ନାମ୍ଲୁନି, ଏଟାର୍ପାଇ ଆମେ ତମ୍କେ ମାନି ଆଇଲୁନି ।
あらゆる方面に、またいたるところで改善されていることは、わたしたちの感謝してやまないところであります。
4 ୪ ସେଟା ଜାଇଟା ଅ, ମୁଇ ତମର୍ ଅଦିକ୍ ବେଲା ନେବାକେ ମନ୍ କରିନାଇ । ସେଟାର୍ ପାଇ ଆମର୍ ଗଟେକ୍ ଚଟ୍ ଅର୍ସାସଙ୍ଗର୍ କାତା ସୁନ୍ବାକେ ବାବୁଜିଆ କଲିନି ।
しかし、ご迷惑をかけないように、くどくどと述べずに、手短かに申し上げますから、どうぞ、忍んでお聞き取りのほど、お願いいたします。
5 ୫ ଏ ଲକ୍ ଗଟେକ୍ ବେସି ବଡ୍ ଗଣ୍ଡ୍ଗଲ୍ କରାଉ ବଲି ଆମେ ଜାନୁ, ସେ ଦେସ୍ବିଦେସେ ସବୁ ବାଟେ ବୁଲିବୁଲି ଜିଉଦିମନ୍କେ କିରମାର କରାଇବାକେ ଉସ୍କାଇଲାନି, ସେ ନାଜରିତ୍ ଦଲର୍ ଗଟେକ୍ ନେତା ।
さて、この男は、疫病のような人間で、世界中のすべてのユダヤ人の中に騒ぎを起している者であり、また、ナザレ人らの異端のかしらであります。
6 ୬ ସେ ଆମର୍ ମନ୍ଦିର୍ ଅସୁକଲ୍ କର୍ବାକେ ଚେସ୍ଟା କଲାବେଲେ ଆମେ ତାକେ ବନ୍ଦି କଲୁ ।
この者が宮までも汚そうとしていたので、わたしたちは彼を捕縛したのです。〔そして、律法にしたがって、さばこうとしていたところ、
7 ୭ ଆମର୍ ନିୟମ୍ ଇସାବେ ଏ ଲକ୍କେ ବିଚାର୍ କର୍ବାକେ ଆମେ ମନ୍ କର୍ତେରଇଲୁ ।
千卒長ルシヤが干渉して、彼を無理にわたしたちの手から引き離してしまい、
8 ୮ ଆର୍ ବିରଦେ ଜନ୍ ସବୁ ଦାବା କଲୁଆଚୁ, ସେଟା ତମେ ଏ ଲକ୍କେ ପାଚାରିକରି ଜାନିପାରାସ୍ ।”
彼を訴えた人たちには、閣下のところに来るようにと命じました。〕それで、閣下ご自身でお調べになれば、わたしたちが彼を訴え出た理由が、全部おわかりになるでしょう」。
9 ୯ ତେଇରଇଲା ଜିଉଦିମନ୍ ଏଟା ସତ୍ବଲି ଡାଟ୍ ସଙ୍ଗ୍ ସେ କାତାଇ ରାଜି ଅଇଲାଇ ।
ユダヤ人たちも、この訴えに同調して、全くそのとおりだと言った。
10 ୧୦ ତାର୍ପଚେ ସାସନ୍କାରିଆ ପାଉଲ୍କେ କାତା ଅଇବାକେ ସାଗିଆ କଲାକେ ପାଉଲ୍ କଇଲା । “ମୁଇ ଜାନି ଜେ ବେସି ବରସ୍ ଦାରି ତମେ ଏ ଜାତିର୍ ବିଚାର୍କରୁ ଅଇ ଆଚୁସ୍, ସେଟାର୍ ପାଇ ତମର୍ ମୁଆଟେ କଇବାଟା କେଡେ କରମର୍ କାତା ।
そこで、総督が合図をして発言を促したので、パウロは答弁して言った。「閣下が、多年にわたり、この国民の裁判をつかさどっておられることを、よく承知していますので、わたしは喜んで、自分のことを弁明いたします。
11 ୧୧ ଆଗିଆ, ତମେ ନିଜେ କଜିକରି ଜାନିପାର୍ସା ଜେ, ପାକାପାକି ବାରଦିନ୍ ତଲେ, ମୁଇ ଜିରୁସାଲାମେ ପାର୍ତନା କର୍ବାକେ ଜାଇରଇଲି ।
お調べになればわかるはずですが、わたしが礼拝をしにエルサレムに上ってから、まだ十二日そこそこにしかなりません。
12 ୧୨ ମନ୍ଦିରେ କାର୍ ସଙ୍ଗ୍, ମୁଇ ଦଦାପେଲା କର୍ବାଟା ଜିଉଦିମନ୍ ଦେକି ନ ରଇଲାଇ କି ପାର୍ତନା ଗର୍ମନ୍କେ କି ଗଡର୍ କନ୍ ବିନ୍ ଜାଗାଇ ଲକ୍ମନ୍କେ ଉସ୍କାଇବାଟା ଦେକି ନ ରଇଲାଇ ।
そして、宮の内でも、会堂内でも、あるいは市内でも、わたしがだれかと争論したり、群衆を煽動したりするのを見たものはありませんし、
13 ୧୩ ସେଟାର୍ ପାଇ ମର୍ ବିରଦେ ଏବେ ଆନିରଇବା ଦାବାର୍ ପାଇ, ସେମନ୍ କାଇମିସା ସାକି ଦେଇ ନାପାରତ୍ ।
今わたしを訴え出ていることについて、閣下の前に、その証拠をあげうるものはありません。
14 ୧୪ ଏଲେ ମିସା ମୁଇ ତମର୍ ଲଗେ ରାଜି ଅଇଲିନି ଜେ, ଜନ୍ ବାଟ୍ ସେମନ୍ ମିଚ୍ ବଲି କଇଲାଇନି, ସେ ବାଟେ ଜାଇ, ଆମର୍ ଆନିଦାଦିମନର୍ ପରମେସର୍କେ ପାର୍ତନା କଲିନି । ମାତର୍ ମୁଇ ମିସା ମସାର୍ ରିତିନିତି ଆରି ବବିସତ୍ବକ୍ତାମନର୍ ସାସ୍ତରେ ଲେକାଅଇଲା ସବୁ ବିସଇ ବିସ୍ବାସ୍ କଲିନି ।
ただ、わたしはこの事は認めます。わたしは、彼らが異端だとしている道にしたがって、わたしたちの先祖の神に仕え、律法の教えるところ、また預言者の書に書いてあることを、ことごとく信じ、
15 ୧୫ ଏମନର୍ ପାରା, ମାପ୍ରୁର୍ ଲଗେ ମର୍ ଗଟେକ୍ ଆସା ଆଚେ ଜେ, ନିକ ଲକ୍ ଅଅତ୍ କି କାରାପ ଲକ୍ ଅଅତ୍, ସବୁ ମଲାଟାନେଅନି ଉଟ୍ବାଇ ।
また、正しい者も正しくない者も、やがてよみがえるとの希望を、神を仰いでいだいているものです。この希望は、彼ら自身も持っているのです。
16 ୧୬ ସେଟାର୍ ପାଇ ପରମେସରର୍ ଆରି ମୁନୁସର୍ ମୁଆଟେ ନିର୍ମଲ୍ ବିବେକ୍ ଇସାବେ ଚଲାଚଲ୍ତି କର୍ବାକେ ସବୁବେଲେ ଚେସ୍ଟା କଲିନି ।
わたしはまた、神に対しまた人に対して、良心に責められることのないように、常に努めています。
17 ୧୭ “ବେସି ବରସ୍ ଦାରି ଦୁରିକେ ରଇଲା ପଚେ, ଜିରୁସାଲେମର୍ ଲକ୍ମନର୍ ପାଇ କିଚି ଡାବୁ ନେବାକେ ଆରି ବଲିଦେବାକେ ମୁଇ ତେଇ ଜାଇରଇଲି ।
さてわたしは、幾年ぶりかに帰ってきて、同胞に施しをし、また、供え物をしていました。
18 ୧୮ ମୁଇ ନିର୍ମଲ୍ ଅଇବା ବିଦି ସାରାଇଲା ବେଲେ, ସେମନ୍ ମକେ ମନ୍ଦିରେ ଦେକ୍ଲାଇ । ସେଡ୍କିବେଲେ ମର୍ ଲଗେ ବେସି ଲକ୍ ନ ରଇଲାଇ କି କାଇମିସା ଗଣ୍ଡ୍ଗଲ୍ ଅଇ ନ ରଇଲା ।
そのとき、彼らはわたしが宮できよめを行っているのを見ただけであって、群衆もいず、騒動もなかったのです。
19 ୧୯ ମାତର୍ ତେଇ ଆସିଆ ଦେସର୍ କେତେଟା ଜିଉଦି ରଇଲାଇ, ଜଦି ସେମନ୍କେ ମର୍ ବିରଦେ କାଇଟା କଇବାର୍ ରଇଲା, ଆଗ୍ତୁ ସେମନ୍ ନିଜେ ତମର୍ ମୁଆଟେ ଆସି ଦାବା କର୍ବାର୍ ରଇଲା ।
ところが、アジヤからきた数人のユダヤ人が彼らが、わたしに対して、何かとがめ立てをすることがあったなら、よろしく閣下の前にきて、訴えるべきでした。
20 ୨୦ ଆରି ତରେକ୍ ମୁଇ ଜେଡେବେଲା ବଡ୍ ସବାର୍ ମୁଆଟେ ଟିଆଅଇରଇଲି, କନ୍ ଅପ୍ରାଦେ ଦସି ଅଇଲି, ସେଟା ଇତି ରଇଲା ଲକ୍ମନ୍ କଅତ୍ ।
あるいは、何かわたしに不正なことがあったなら、わたしが議会の前に立っていた時、彼らみずから、それを指摘すべきでした。
21 ୨୧ ଏଲେମିସା ମୁଇ ଗଟେକ୍ କାତା କଇରଇଲି । ସେମନର୍ ମୁଆଟେ ଟିଆ ଅଇରଇଲା ବେଲେ ମଲାଲକ୍ମନ୍ ଆରିତରେକ୍ ଉଟ୍ବାଇ ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ତେ ରଇଲାର୍ ପାଇ ଆଜି ତମର୍ଟାନେ ବିଚାର୍ନା ପାଇଲିନି । ଏଟାକେ ଚାଡି ଆରି ସେମନର୍ ମୁଆଟେ କିଚି କଇନାଇ ।”
ただ、わたしは、彼らの中に立って、『わたしは、死人のよみがえりのことで、きょう、あなたがたの前でさばきを受けているのだ』と叫んだだけのことです」。
22 ୨୨ ପେଲିକ୍ସ୍ ସେ ବାଟ୍ ବିସଇର୍ ଟିକିନିକି ଜାନି ରଇଲାର୍ ପାଇ ସୁନାଇବାଟା ବନ୍ଦ୍ କରି କଇଲା, “ସନିଅମନର୍ ମୁକିଅ ଲିସିଅସ୍ କେଟ୍ଲା ପଚେ, ମୁଇ ତମର୍ ବିଚାର୍ନା ସୁନାଇବି ।”
ここでペリクスは、この道のことを相当わきまえていたので、「千卒長ルシヤが下って来るのを待って、おまえたちの事件を判決することにする」と言って、裁判を延期した。
23 ୨୩ ତାର୍ପଚେ ସେ ଅଦିକାରେ ରଇବା ମୁକିଆକେ କଇଲା, “ପାଉଲ୍କେ ବନ୍ଦି ଇସାବେ ଜାଗିରଇବାର୍ ଆଚେ, ମାତର୍ ତାକେ ଦର୍କାର୍ ଅଇବା ଜିନିସ୍ ତାର୍ ଲକ୍ମନ୍ ଆନିଦେଲେ, ସେଟା ତେବାଇବାର୍ ନାଇ ।”
そして百卒長に、パウロを監禁するように、しかし彼を寛大に取り扱い、友人らが世話をするのを止めないようにと、命じた。
24 ୨୪ କେତେଦିନ୍ ପଚେ ପେଲିକ୍ସ୍ ତାର୍ ଜିଉଦି ମାଇଜି ଦୁର୍ସିଲା ସଙ୍ଗ୍ ତେଇ ଆଇଲା । ସେ ପାଉଲ୍କେ ଡାକାଇ ଜିସୁକିରିସ୍ଟକେ ବିସ୍ବାସ୍ କର୍ବା ବିସଇ, ତାର୍ କାତା ନିକକରି ସୁନ୍ଲା ।
数日たってから、ペリクスは、ユダヤ人である妻ドルシラと一緒にきて、パウロを呼び出し、キリスト・イエスに対する信仰のことを、彼から聞いた。
25 ୨୫ ମାତର୍ ଜେଡେବେଲେ ପାଉଲ୍ ଦରମ୍ ଚଲାଚଲ୍ତି ଆରି ଲକ୍ମନ୍ ନିଜର୍ ପାପର୍ ଗୁନ୍ଚଲନ୍ ଇସାବେ ନ ଜାଇକରି ନିଜେ ଦାରିଅଇରଇବା ବିସଇ, ଆରି ଆଇବା ଦିନର୍ ବିଚାର୍ନା ବିସଇ କଇବାକେ ଦାର୍ଲା, ପେଲିକସ୍ ଡରିଜାଇକରି “ତମେ ଏବେ ଜାଇପାରାସ୍ ।” ବଲି କଇଲା, “ବେଲା ପାଇଲେ ଆରି ତରେକ୍ ମୁଇ ତମ୍କେ ଡାକାଇବି ।”
そこで、パウロが、正義、節制、未来の審判などについて論じていると、ペリクスは不安を感じてきて、言った、「きょうはこれで帰るがよい。また、よい機会を得たら、呼び出すことにする」。
26 ୨୬ ସେ ବେଲା ପାଉଲ୍ ତାକେ କେତେକ୍ ଡାବୁ ଲାଚ୍ଁ ଦେଇସି ବଲି ସେ ଆସା କରି ରଇଲା, ସେଟାର୍ ପାଇ ସେ ତର୍କେ ତର୍ ତାକେ ଡାକାଇ ତାର୍ ସଙ୍ଗ୍ କାତାବାର୍ତା ଅଇବାର୍ ଦାର୍ଲା ।
彼は、それと同時に、パウロから金をもらいたい下ごころがあったので、たびたびパウロを呼び出しては語り合った。
27 ୨୭ ଏନ୍ତି ଦୁଇ ବରସ୍ ଗାଲାପଚେ ପର୍କିୟସ୍ ପେସ୍ଟସ୍ ପେଲିକର୍ ଜାଗାଇ ସାସନ୍କାରିଆ ଅଇ ଆଇଲା । ପେଲିକ୍ସ୍ ଜିଉଦିମନ୍କେ ବଲ୍ବଲାଇ ଅଇବାକେ ମନ୍ କରି ପାଉଲ୍କେ ନ ମୁକ୍ଲାଇ ବନ୍ଦି ଗରେ ଚାଡି ଉଟିଗାଲା ।
さて、二か年たった時、ポルキオ・フェストが、ペリクスと交代して任についた。ペリクスは、ユダヤ人の歓心を買おうと思って、パウロを監禁したままにしておいた。