< ପେରିତ୍ 26 >
1 ୧ ଆଗ୍ରିପା ପାଉଲ୍କେ କଇଲା, “ତକେ ତର୍ ନିଜର୍ ବିସଇ ଜାଇଟା କଇବାର୍ ଆଚେ, ସେଟା କଇବାକେ ଅଦିକାର୍ ଦିଆଅଇଲା ।” ପାଉଲ୍ ଆତ୍ ଉଟାଇକରି ନିଜର୍ବାଟେଅନି କଇଲା,
Aqrippa Paula dedi: «Özünü müdafiə edə bilərsən». Onda Paul əl hərəkəti ilə özünü müdafiəyə başladı:
2 ୨ “ରାଜା ଆଗ୍ରିପା! ଜିଉଦିମନ୍ ମକେ ଜନ୍ ସବୁ ବିସଇ ନେଇ ଦସି କରିଆଚତ୍, ସେଟାର୍ ବିରଦେ ତମର୍ ମୁଆଟେ, ନିଜର୍ ବାଟେଅନି କଇବାକେ ବେଲା ପାଇଲାର୍ ପାଇ ମୁଇ କେଡେ କରମର୍ ଲକ୍ ବଲି ବାବ୍ଲିନି ।”
«Padşah Aqrippa, Yəhudilərin məni ittihamlandırdığı hər şeyə görə bu gün sənin hüzurunda özümü müdafiə edəcəyim üçün özümü xoşbəxt sayıram.
3 ୩ କାଇକେବଇଲେ ଜିଉଦିମନର୍ ରିତିନିତି ବିସଇ ଆରି ସେମନର୍ ଲାଗାଜଡା ବିସଇ ତମେ ନିକସଙ୍ଗ୍ ଜାନାସ୍ । ମୁଇ ଗୁଆରି କଲିନି, ତମେ ବିଜାର୍ ନ ଅଇକରି ମର୍ ସବୁକାତା ସୁନା ।
Çünki bütün Yəhudi adət-ənənələrinə və mübahisələrinə yaxşı bələdsən. Ona görə rica edirəm, mənə səbirlə qulaq as.
4 ୪ “ପିଲାବେଲେଅନି କେନ୍ତି ମୁଇ ଜିଇଲି ଆଚି, ସେଟା ଜିଉଦିମନ୍ ଜାନତ୍ । ପର୍ତୁମ୍ ମର୍ ନିଜର୍ ଦେସେ ଆରି ପଚେ ଜିରୁସାଲମେ ମୁଇ କେନ୍ତି ଜିବନ୍ କାଟ୍ଲି ଆଚି, ସେଟା ମିସା ସେମନ୍ ଜାନତ୍ ।
Bütün Yəhudilər bilir ki, əzəldən, lap cavanlığımdan bəri həm öz elimdə, həm də Yerusəlimdə necə həyat sürmüşəm.
5 ୫ ଆଗେଅନି ମୁଇ ଜିଉଦି ନିୟମ୍ ସବୁ ମାନିକରି ପାରୁସିମନର୍ ପାରା ଚଲାଚଲ୍ତି କଲିଆଚି, ସେ ବିସଇ ସେମନ୍ ସାକି ଦେଇପାରତ୍ ।”
Məni əvvəldən tanıyırlar, bilirlər ki, keçmişdə dinimizin ən ciddi təriqəti olan farisey təriqətinə necə bağlı yaşayırdım. İstəsələr, bu barədə şəhadət edə bilərlər.
6 ୬ ପର୍ମେସର୍ ଆମର୍ ଆନିଦାଦିମନ୍କେ ଜନ୍ କାତା ଦେଇ ରଇଲା, ତେଇ ମର୍ ଆସା ରଇଲାର୍ପାଇ ଆଜି ମୁଇ ଇତି ବିଚାର୍ନା କରାଇଅଇବାକେ ଟିଆ ଅଇଲିଆଚି ।
İndi isə Allahın ata-babalarımıza verdiyi vədin həyata keçməsinə ümid bağladığım üçün burada dayanıb mühakimə olunuram.
7 ୭ ମାତର୍ ଏ ରାଜା, ଏ ଆସା ଆମର୍ ବାର୍ଟା ଜିଉଦି ଜାତିର୍ ଲକ୍ ଦିନ୍ ରାତି ମାପ୍ରୁକେ ପାର୍ତନା କରି, ପାଇବାକେ ଆସାକଲାଇନି । ଆରି ଏ ଆସାର୍ ଲାଗି ଆମର୍ ଜିଉଦିମନ୍ ମକେ ଦସି କରିଆଚତ୍ ।
Xalqımızın on iki qəbiləsi də gecə-gündüz Allaha sidq ürəkdən ibadət edə-edə həmin şeyə ümid bəsləyir. Ey padşah, Yəhudilər məni bu ümidə görə ittiham edirlər.
8 ୮ ପର୍ମେସର୍ ମଲା ଲକ୍କେ ଉଟାଇସି, ବଲି କାଇକେ ବିସ୍ବାସ୍ କରିନାପାର୍ଲାସ୍ନି?
Niyə Allahın ölüləri diriltməsi aranızda inanılmaz bir şey sayılır?
9 ୯ “ମୁଇ ମିସା ସେମନର୍ ପାରା ରଇଲି । ନାଜରିତିୟ ଜିସୁର୍ ବାଟେ ଜିବା ସବୁ ଲକ୍ମନର୍ ବିରୁଦେ ମର୍ ଜେତ୍କି ବପୁ ସଙ୍ଗ୍ ମିସା କାମ୍ କର୍ବାର୍ ଆଚେ ବଲି ଚିନ୍ତା କଲି ।
Doğrusu, mən buna əmin olmuşdum ki, Nazaretli İsanın adı əleyhinə əlimdən gələni etməliyəm.
10 ୧୦ ମୁଇ ଜିରୁସାଲାମେ ସେନ୍ତି କଲି । ମୁକିଅ ପୁଜାରିମନର୍ତେଇଅନି ଅଦିକାର୍ ଚିଟି ପାଇ, ପରମେସରର୍ ବେସି ଲକ୍ମନ୍କେ ବାନ୍ଦି କରି, ବନ୍ଦି ଗରେ ପୁରାଇଦେଲି । ଆରି ସେମନ୍କେ ମରନର୍ ଡଣ୍ଡ୍ ଦେବାକେ ବିଚାର୍ନା କଲାବେଲେ, ସେମନର୍ ବିରୁଦେ ଟିଆଅଇଲି ।
Yerusəlimdə də bunu edirdim. Başçı kahinlərdən aldığım səlahiyyətə əsasən nə qədər müqəddəsi zindanlara saldırdım və edam olunanda onların əleyhinə səs verdim.
11 ୧୧ କେତେ କେତେ ତର୍ ପାର୍ତନା ଗର୍ମନ୍କେ ସେମନ୍ ବିସ୍ବାସ୍ ଚାଡତ୍ ବଲି ମାର୍ବାକେ ତିଆର୍ଲି, ସେମନର୍ ଉପ୍ରେ ଏତେ ରିସା ଅଇଜାଇରଇଲି ଜେ, ସେମନ୍କେ କସ୍ଟ ଦେବାକେ ବିଦେସେ, ରଇବା ଗଡ୍ମନ୍କେ ମିସା ଜାଇରଇଲି ।”
Bütün sinaqoqları gəzib-dolaşaraq onları tez-tez cəzalandırır və öz etiqadlarına küfr etməyə məcbur edirdim. Mən elə dəli olmuşdum ki, onları ölkə xaricində olan şəhərlərdə belə, təqib edirdim.
12 ୧୨ “ଏଟା କର୍ବାକେ ମୁଇ ମୁକିଅ ପୁଜାରିମନର୍ତେଇଅନି ଅଦିକାର୍ ଚିଟି ଆରି ଆଦେସ୍ ନେଇ ଦାମାସ୍କସେ ଜାଇରଇଲି ।
Bu iş üçün başçı kahinlərdən aldığım səlahiyyət və tapşırıqla Dəməşqə tərəf yola çıxdım.
13 ୧୩ ଏ ରାଜା ଏଗ୍ରିପା, ଅଟାତ୍ ଦିନେକ୍ ମୁଣ୍ଡ୍ବେଲା ଲଗେ, ଜିବାବାଟେ ବେଲ୍ ତାରାସେଅନି ଅଦିକ୍ ଉଜଲ୍ ଦେକ୍ଲି । ସର୍ଗେଅନି ସେ ଉଜଲ୍ ଆସି ମକେ ଆରି ମର୍ ସଙ୍ଗ୍ ଜିବା ଲକର୍ ଚାରିବେଟ୍ତି ବିଚି ଅଇଲା ।”
Ey padşah, günorta vaxtı yol gedirdim ki, göydən məni və yoldaşlarımı hər tərəfdən nurlandıran günəşdən daha parlaq bir işıq gördüm.
14 ୧୪ ଆମେ ସବୁ ଲକ୍ ତଲେ ଅଦ୍ରି ଡୁଲିଦେଲୁ ଆରି ଇବ୍ରୁ ବାସାଇ ମକେ କଇତେରଇବା ଏ କାତା ସୁନ୍ଲି, “ସାଉଲ୍, ସାଉଲ୍!” ତୁଇ ମକେ କାଇକେ କସ୍ଟ ଦେଲୁସ୍ନି? କସ୍ଲାବେଲେ କସ୍ବାଲକ୍ ବଲଦ୍କେ ତୁତାରିବୁସ୍ଲେ ବଲଦ୍ ଲାତ୍ମାର୍ବା ପାରା, ତୁଇ ନିଜେ କସ୍ଟ ପାଇଲୁସ୍ନି ।
Hamımız yerə yıxıldıq. Bir səsin mənə İbrani dilində dediyini eşitdim: “Şaul, Şaul, niyə Məni təqib edirsən? Bizin ucuna təpik vurmaq sənə zərər verər”.
15 ୧୫ “ମୁଇ ପାଚାର୍ଲି, ‘ମାପ୍ରୁ ତମେ କେ?’ ସେ କଇଲା, ‘ମୁଇ ଜିସୁ, ମକେସେ ତୁଇ କସ୍ଟ ଦେଲୁସ୍ନି ।’
Mən dedim: “Ey Ağam, Sən kimsən?” Rəbb cavab verdi: “Mən sənin təqib etdiyin İsayam.
16 ୧୬ ମାତର୍ ଉଟିକରି ଟିଆ ଅ । ତକେ ମର୍ ସେବାକାରିଆ କର୍ବାକେ, ଦର୍ସନ୍ ଦେଲିଆଚି । ଆଜି ତୁଇ ମର୍ ବିସଇ ଜାଇଟା ଦେକ୍ଲୁସ୍ ଆରି ପଚ୍କେ ମିସା ମୁଇ ଜାଇଟା ଦେକାଇବି, ସେ ବିସଇ ତୁଇ ବିନ୍ ଲକ୍ମନ୍କେ ସାକିଦେସ୍ ।
Qalx ayağa və dur. Mən ona görə sənə göründüm ki, səni xidmətçi və haqqımda gördüyün, sənə göstərəcəyim şeylərin şahidi olmağa təyin edim.
17 ୧୭ ଜନ୍ ଜିଉଦି ଆରି ଜିଉଦିନଇଲା ଲକ୍ମନର୍ତେଇ ତକେ ପାଟାଇବି, ସେମନର୍ତେଇ ଅନି ତାଡ୍ନା ପାଇଲେ, ମୁଇ ତକେ ରକିଆ କର୍ବି ।
Səni öz xalqından, həm də başqa millətlərin əlindən qurtaracağam. Səni o millətlərin yanına göndərirəm ki,
18 ୧୮ ତୁଇ ସେମନର୍ ଆଁକି ପିଟାଇଦେସ୍ ବଲି ମୁଇ ତକେ କଇଲିନି । ଜେନ୍ତିକି ସେମନ୍ ଆନ୍ଦାରେଅନି ଉଜଲେ ଆରି ସଇତାନର୍ ବାନ୍ଦନେଅନି ମାପ୍ରୁର୍ ବାଟେ ବାଅଡ୍ବାଇ । ଜେନ୍ତିକି ମକେ ବିସ୍ବାସ୍ କଲାର୍ ପାଇ, ସେମନର୍ ପାପ୍ କେମା ଅଇସି । ଆରି ମାପ୍ରୁ ବାଚ୍ଲା ଲକ୍ମନର୍ ସଙ୍ଗ୍ ସେମନ୍କେ ମିସା ଡାକିନେବାଇ ।”
onların gözlərini açıb qaranlıqdan işığa, Şeytanın hakimiyyətindən Allaha tərəf döndərəsən. Belə ki onlar günahlarının bağışlanmasına və Mənə iman etməklə təqdis olunanlar arasında irsə nail olsunlar”.
19 ୧୯ “ସେଟାର୍ପାଇ ଏ ରାଜା ଆଗ୍ରିପା ମୁଇ ସର୍ଗେଅନି ଜନ୍ ଦର୍ସନ୍ ପାଇଲିଆଚି, ସେଟା ପୁରାପୁରୁନ୍ ମାନ୍ଲି ।
Buna görə mən, ey padşah Aqrippa, bu səmavi görüntüyə itaətsizlik etmədim.
20 ୨୦ ସେନ୍ତାରି ମୁଇ ପର୍ତମେ ଦାମାସ୍କସେ ଆରାମ୍କରି ତାର୍ପଚେ ଜିରୁସାଲାମେ, ପଚେ ଜିଉଦାର୍ ସବୁବାଟେ ଆରି ଜିଉଦିନଇଲା ଲକ୍ମନର୍ ବିତରେ ମାପ୍ରୁର୍ ବିସଇ ଜାନାଇଲି । ଜେନ୍ତି କି ସେମନ୍ କରିରଇବା ପାପ୍ ଏତାଇ, ଦୁକ୍କରି ମାପ୍ରୁର୍ବାଟେ ବାଅଡ୍ବାଇ । ଆରି ସେମନ୍ ଜନ୍ଟା ମାନିଆଇଲାଇ ଆଚତ୍, ସେଟା ତାକର୍ ଚଲାଚଲ୍ତିଅନି ଜାନିଅଇସି ।
Əvvəlcə Dəməşqin, sonra Yerusəlimin və bütün Yəhudeya bölgəsinin əhalisini, başqa millətləri də tövbə edib Allaha tərəf dönməyə və bu tövbəyə uyğun tərzdə iş görməyə çağırdım.
21 ୨୧ ଏଟାର୍ପାଇ ମୁଇ ମନ୍ଦିରେ ରଇଲାବେଲେ ଜିଉଦିମନ୍ ମକେ ଦାରି ମରାଇବାକେ ଚେସ୍ଟା କଲାଇ ।
Yəhudilər buna görə məni məbəddə tutub öldürməyə cəhd göstərirdilər.
22 ୨୨ ମାତର୍ ପର୍ମେସର୍ ମକେ ଆଜିକେଜାକ ରକିଆ କଲାଆଚେ ଆରି ସେଟାର୍ପାଇ ଆଜି ସାନ୍ ବଡ୍ ସବୁ ଲକର୍ ଲଗେ ସମାନ୍ ଇସାବେ ମର୍ ସାକିଦେବାକେ ଟିଆକରାଇଆଚେ । ବବିସତ୍ବକ୍ତା ଆରି ମସା ଜାଇଟା ଗଟ୍ସି ବଲି କଇରଇଲାଇ, ଟିକ୍ ସେ କାତା ମୁଇ କଇଲିନି ।
Amma bu günə qədər Allah mənim dayağımda durdu və bunun sayəsində burada durub böyükdən kiçiyə qədər hamıya şəhadət edirəm. Mənim dediklərim peyğəmbərlərin və Musanın əvvəlcədən xəbər verdiyi hadisələrdən başqa bir şey deyil.
23 ୨୩ ମସିଅ ଦୁକ୍ ପାଇସି ଆରି ମଲାଲକ୍ମନର୍ ବିତ୍ରେଅନି ସିଗ୍ ପର୍ତୁମେ ଉଟି, ଜିଉଦି ଆରି ଜିଉଦି ନଇଲା ଲକ୍ମନର୍ ଲଗେ ମୁକ୍ତିର୍ ଉଜଲ୍ ଦେକାଇସି ।”
Onlar bildirib ki, Məsih əzab çəkəcək və ölümdən dirilənlərin birincisi olacaq, həm Öz xalqına, həm də başqa millətlərə nur doğduğunu elan edəcək».
24 ୨୪ ପାଉଲ୍ ନିଜର୍ ବାଟେଅଇ କଇଲା ବେଲେ, ପେସ୍ଟସ୍ ତାକେ ଆଉଲିଅଇ କରି କଇଲା, “ପାଉଲ୍, ତୁଇ ବାୟା ଅଇଗାଲୁସ୍! ତୁଇ ପାଟ୍ପଡି ବେସି ପାଇରଇବା ଗିଆନ୍ ତକେ ବାୟା କଲାଆଚେ ।”
Paul özünü bu cür müdafiə edəndə Fest bərkdən dedi: «Paul, dəlilik edirsən, çox oxumaqdan başın xarab olub».
25 ୨୫ ପାଉଲ୍ କଇଲା, “ଏ ମାପ୍ରୁ ପେସ୍ଟସ୍, ମୁଇ ବାୟା ଅଇନାଇ, ମୁଇ ଜାଇଟା କଇଲିନି ସେଟା ପୁରାପୁରୁନ୍ ସତ୍ । ଆରି ତବିର୍ ବୁଦିର୍ କାତା କଇଲିଆଚି ।
Paul dedi: «Hörmətli Fest, mən dəlilik etmirəm, həqiqəti və ağla batan sözləri danışıram.
26 ୨୬ ଏ ରାଜା ଅଗ୍ରିପା! ତମେ ଏ ବିସଇ ଜାନିରଇଲାର୍ ପାଇ, ତମର୍ ମୁଆଟେ ଏ କାତା କଇବାକେ ସାଆସ୍ କଲିନି! ମୁଇ ଜାନାଇରଇବା ସବୁ ବିସଇର୍ କାଇ କାତା ମିସା, ସେ ନାଜାନେ, ବଲି ମୁଇ ବିସ୍ବାସ୍ କରିନାଇ! କାଇକେବଇଲେ ଏଟା ଲୁଚ୍ତେ କରାଅଏ ନାଇ ।
Padşahın bu barədə məlumatı olduğu üçün onunla cəsarətlə danışıram. Əminəm ki, olanların heç biri padşahın nəzərindən qaçmayıb. Çünki bu işlər künc-bucaqda görülən işlər deyil.
27 ୨୭ ରାଜା ଆଗ୍ରିପା, ତମେ ବବିସତ୍ବକ୍ତାମନ୍କେ ବିସ୍ବାସ୍ କଲାସ୍ନି ତ? ମୁଇ ଜାନି ତମେ ବିସ୍ବାସ୍ କଲାସ୍ନି!”
Padşah Aqrippa, sən peyğəmbərlərə inanırsanmı? Bilirəm ki, inanırsan».
28 ୨୮ ଆଗ୍ରିପା ପାଉଲ୍କେ କଇଲା, “ଏ ଅଲପ୍ ବେଲା ବିତ୍ରେ ତୁଇ କାଇ ମକେ ବିସ୍ବାସି କରିଦେବି ବଲି ବାବ୍ଲୁସ୍ନି କି?”
Aqrippa Paula dedi: «Bu az müddətdə məni də inandıraraq məsihçi edəcəksən?»
29 ୨୯ ପାଉଲ୍ କଇଲା, “ଚନେକ୍ ଅ କି ପରେକ୍ ଅ, ପର୍ମେସରର୍ ଲଗେ ମର୍ ଏତ୍କି ମାଙ୍ଗ୍ଲିନି । ଅବ୍କା ତମେସେ ନାଇ ରାଜା, ଆଜି ମର୍ କାତା ସୁନିରଇବା ସବୁ ଲକ୍ ମର୍ପାରା କିରିସ୍ଟର୍ ସିସ୍ ଉଆ । ମାତର୍ ମର୍ପାରା ଏନ୍ତି ସିକ୍ଲିସଙ୍ଗ୍ ବାନ୍ଦାଇ ଉଆ ବଲି ମୁଇ କଇନାଇ ।”
Paul dedi: «İstər az, istər çox müddət olsun, Allahdan istəyirəm ki, təkcə sən yox, bu gün mənə qulaq asan hər bir adam bu zəncirlərdən başqa mənim kimi olsun!»
30 ୩୦ ତାର୍ ପଚେ ରାଜା, ସାସନ୍କାରିଆ, ଆରି ବର୍ନିସ୍ ଆରି ବିନ୍ ଲକ୍ମନ୍ ଜିବାକେ ଉଟ୍ଲାଇ ।
Sonra padşah, vali, Berniki və onlarla birlikdə oturanlar qalxdılar.
31 ୩୧ ସେମନ୍ ବାରଇଲା ବେଲେ ତାକର୍ ତାକର୍ ବିତ୍ରେ କଇଲାଇ, “ଏ ଲକ୍ ଏନ୍ତି କାଇମିସା କାମ୍ କରେ ନାଇ, ଜନ୍ଟା କି ସେ ମରନର୍ ଡଣ୍ଡ୍ ପାଇବାକେ କି ବନ୍ଦି ଅଇବାକେ ।”
Bayıra çıxanda aralarında belə danışdılar: «Bu adam ölümə yaxud həbsə layiq bir şey etmir».
32 ୩୨ ଆଗ୍ରିପା ପେସ୍ଟସ୍କେ କଇଲା, “ଜଦି ଏ ଲକ୍ ବଡ୍ସାସନ୍କାରିଆଟାନେ ବିଚାର୍ ପାଇବି ବଲି ଗୁଆରି କରି ନ ରଇଲେ, ତେବେ ଆମେ ତାକେ ଚାଡି ଦେଇତୁ ।”
Aqrippa da Festə dedi: «Bu adam qeysərin məhkəməsinə müraciət etmək istəməsəydi, azad edilə bilərdi».