< ପେରିତ୍ 3 >
1 ୧ ଗଟେକ୍ ଦିନେ ପିତର୍ ଆରି ଜଅନ୍ ପାର୍ତନା କର୍ବାକେ ମନ୍ଦିରେ ଗାଲାଇ, ଜେଡେବେଲେ କି ପାର୍ତନା କର୍ବା ବେଲା ମୁଇଦାନିଆ ତିନ୍ ଗଁଟା ଅଇରଇଲା ।
επι το αυτο δε πετρος και ιωαννης ανεβαινον εις το ιερον επι την ωραν της προσευχης την εννατην
2 ୨ ତେଇ ଗଟେକ୍ ଲକ୍ ରଇଲା । ସେ ଜନମେଅନି ଚଟା । ତାକେ ସବୁଦିନ୍ ଲକ୍ମନ୍ ବଇକରି ସୁନ୍ଦର୍ ବଲି କଇବା ମନ୍ଦିରର୍ ଡିଆଗଡି, ନିଆ ଆନା କର୍ତେରଇଲାଇ । ସେ ଜେନ୍ତିକି ମନ୍ଦିରେ ଆଇଲା ଲକ୍ମନ୍କେ ବିକ୍ ମାଙ୍ଗି ପାର୍ସି ।
και τις ανηρ χωλος εκ κοιλιας μητρος αυτου υπαρχων εβασταζετο ον ετιθουν καθ ημεραν προς την θυραν του ιερου την λεγομενην ωραιαν του αιτειν ελεημοσυνην παρα των εισπορευομενων εις το ιερον
3 ୩ ପିତର୍ ଆରି ଜଅନ୍ ମନ୍ଦିର୍ ବିତ୍ରେ ପୁର୍ବାଟା ଦେକି ସେ ସେମନ୍କେ କାଇଟା ମିସା ଦିଆ, ବଲି ବିକ୍ମାଗ୍ଲା ।
ος ιδων πετρον και ιωαννην μελλοντας εισιεναι εις το ιερον ηρωτα ελεημοσυνην
4 ୪ ପିତର୍ ଆରି ଜଅନ୍ ତାକେ ନିମାନ୍କରି ତିରିଆଇ ଦେକ୍ଲାଇ ଆରି ପିତର୍ କଇଲା, “ଆମର୍ ବାଟେ ଦେକ୍!”
ατενισας δε πετρος εις αυτον συν τω ιωαννη ειπεν βλεψον εις ημας
5 ୫ ସେ କାଇଟାଆଲେ ପାଇବା ଆସାଇ ସେମନର୍ ବାଟେ ମୁ ବୁଲାଇ ଦେକ୍ଲା ।
ο δε επειχεν αυτοις προσδοκων τι παρ αυτων λαβειν
6 ୬ ମାତର୍ ପିତର୍ ତାକେ କଇଲା, “ମର୍ଲଗେ ସୁନା କି ରୁପା ନାଇ, ମକେ ଜାଇଟା ଆଚେ ସେଟା ତକେ ଦେଲିନି । ନାଜରିତର୍ ଜିସୁର୍ ନାଉଁଦାରି ମୁଇ ଆଦେସ୍ ଦେଲିନି, ଉଟ୍ ଆରି ଇଣ୍ଡ୍!”
ειπεν δε πετρος αργυριον και χρυσιον ουχ υπαρχει μοι ο δε εχω τουτο σοι διδωμι εν τω ονοματι ιησου χριστου του ναζωραιου εγειραι και περιπατει
7 ୭ ଏନ୍ତି କଇକରି ପିତର୍ ତାକେ ଉଜା ଆତ୍ ଦାରି ଉଟାଇଲା, ସେ ଦାପ୍ରେ ସେ ଲକର୍ ପାଦ୍ ଆରି ଗଡ୍ ସବୁ ଡାଟ୍ ଅଇଲା ।
και πιασας αυτον της δεξιας χειρος ηγειρεν παραχρημα δε εστερεωθησαν αυτου αι βασεις και τα σφυρα
8 ୮ ସେ ଚିକାଲ୍ନା ଡେଗଇକରି ଉଟ୍ଲା ଆରି ଇଣ୍ଡ୍ବାର୍ ଦାର୍ଲା । ସେ ଇଣ୍ଡି ଇଣ୍ଡି ଡେଗଇ ଡେଗଇ ପର୍ମେସରର୍ ଡାକ୍ପୁଟା କରିକରି ତାକର୍ ସଙ୍ଗ୍ ମନ୍ଦିରେ ଗାଲା ।
και εξαλλομενος εστη και περιεπατει και εισηλθεν συν αυτοις εις το ιερον περιπατων και αλλομενος και αινων τον θεον
9 ୯ ତେଇ ରଇବା ଲକ୍ମନ୍ ତାକେ ଇଣ୍ଡ୍ବାଟା ଆରି ପର୍ମେସର୍କେ ଡାକ୍ପୁଟା କର୍ବାଟା ଦେକ୍ଲାଇ ।
και ειδεν αυτον πας ο λαος περιπατουντα και αινουντα τον θεον
10 ୧୦ ମନ୍ଦିରର୍ ସୁନ୍ଦର୍ ନାଉଁର୍ ଡିଆଗଡି ବସି ରଇଲା ମାଙ୍ଗ୍ତିଆ ବଲି ଚିନ୍ଲାଇ । ଆରି ତାକେ ଜାଇଟା ଗଟି ରଇଲା ସବୁ ଜାନି କାବାଅଇଜାଇ କାନାବାନା ଅଇଲାଇ ।
επεγινωσκον τε αυτον οτι ουτος ην ο προς την ελεημοσυνην καθημενος επι τη ωραια πυλη του ιερου και επλησθησαν θαμβους και εκστασεως επι τω συμβεβηκοτι αυτω
11 ୧୧ ସେ ଲକ୍ ପିତର୍କେ ଆରି ଜଅନ୍କେ ନ ଚାଡ୍ତେରଇଲା । ସଲ୍ମନର୍ ପିଣ୍ଡାଇ ତାକର୍ ସଙ୍ଗ୍ ରଇବାଟା ଦେକି, ଲକ୍ମନ୍ କାବାଅଇଗାଲାଇ । ପଚେ ପାଲାଇ ଆଇଲାଇ ।
κρατουντος δε του ιαθεντος χωλου τον πετρον και ιωαννην συνεδραμεν προς αυτους πας ο λαος επι τη στοα τη καλουμενη σολομωντος εκθαμβοι
12 ୧୨ ପିତର୍ ସେମନ୍କେ ଦେକି କଇଲା, “ଏ ଇସ୍ରାଏଲର୍ ବାଇମନ୍, ତମେ କାଇକେ କାବାଅଇଜାଇ ଆମର୍ ବାଟେ ଏନ୍ତାର୍ ଦେକ୍ଲାସ୍ନି? କାଇଟା ବାବ୍ଲାସ୍ନି? ଆମର୍ ନିଜର୍ ବପୁସଙ୍ଗ୍ କି ଦରମ୍ସଙ୍ଗ୍ ଏ ଲକ୍କେ ଇଣ୍ଡ୍ବା ବପୁ ଦେଲୁଆଚୁ?
ιδων δε πετρος απεκρινατο προς τον λαον ανδρες ισραηλιται τι θαυμαζετε επι τουτω η ημιν τι ατενιζετε ως ιδια δυναμει η ευσεβεια πεποιηκοσιν του περιπατειν αυτον
13 ୧୩ ଆମର୍ ଆନିଦାଦିମନର୍ ପର୍ମେସର୍ ଅବ୍ରାଆମର୍, ଇସାକର୍ ଆରି ଜାକୁବର୍ ପରମେସର୍ ତାର୍ ସେବାକାରିଆ ଜିସୁକେ ଡାକ୍ପୁଟା କଲାଆଚେ । ମାତର୍ ତମେ ତାକେ ସାସନ୍କାରିଆମନର୍ ଆତେ ସର୍ପିଦେଲାସ୍ । ଏନ୍ତି କି ପିଲାତ୍ ତାକେ ଚାଡିଦେବାକେ ମନ୍କରି ରଇଲେ ମିସା ତାର୍ ମୁଆଟେ ଚାଡ୍ନାଇ ବଲି କଇଲାସ୍ ।
ο θεος αβρααμ και ισαακ και ιακωβ ο θεος των πατερων ημων εδοξασεν τον παιδα αυτου ιησουν ον υμεις παρεδωκατε και ηρνησασθε αυτον κατα προσωπον πιλατου κριναντος εκεινου απολυειν
14 ୧୪ ସେ ଆକା ଗଟେକ୍ସେ ସୁକଲ୍ ଆରି ଦରମ୍ ଲକ୍ ରଇଲା । ମାତର୍ ତମେ ତାକେ ନାମାସ୍ ନାଇ ଆରି ତାର୍ ବାଦୁଲେ ଗଟେକ୍ ନର୍ମାରୁକେ ମୁକ୍ଲାଇବାକେ ପିଲାତ୍କେ ଗୁଆରି କଲାସ୍ ।
υμεις δε τον αγιον και δικαιον ηρνησασθε και ητησασθε ανδρα φονεα χαρισθηναι υμιν
15 ୧୫ ଜେ ଜିବନର୍ ବାଟ୍ ଦେକାଉ, ତାକେ ତମେ ମାର୍ଲାସ୍, ମାତର୍ ପର୍ମେସର୍ ତାକେ ମଲାଟାନେଅନି ଆରି ତରେକ୍ ଜିବନ୍ କରି ଉଟାଇଲା । ଆମେ ଅଇଲୁନି ତାର୍ ସାକି ।
τον δε αρχηγον της ζωης απεκτεινατε ον ο θεος ηγειρεν εκ νεκρων ου ημεις μαρτυρες εσμεν
16 ୧୬ ତାର୍ ନାଉଁର୍ ବପୁ ସଙ୍ଗ୍ ଏ ଚଟା ନିମାନ୍ ଅଇଲାଆଚେ । ଜନ୍ ଗଟ୍ନା ଏବେ ତମେ ନିଜେ ଦେକି ସତ୍ ବଲି ଜାନ୍ଲାସ୍, ସେଟା ଅବ୍କା ତାର୍ ନାଉଁଦାରି ବିସ୍ବାସ୍ କଲାକେସେ ମିଲ୍ଲା ଆଚେ । ଜିସୁକେ ବିସ୍ବାସ୍ କଲାକେ ସେ ନିମାନ୍ ଅଇଲା ଆଚେ, ଏଟା ତମେ ଦେକ୍ଲାସ୍ ।”
και επι τη πιστει του ονοματος αυτου τουτον ον θεωρειτε και οιδατε εστερεωσεν το ονομα αυτου και η πιστις η δι αυτου εδωκεν αυτω την ολοκληριαν ταυτην απεναντι παντων υμων
17 ୧୭ “ସେଟାର୍ ପାଇ ଏ ଇସ୍ରାଏଲର୍ ବାଇମନ୍, ତମେ ଆରି ତମର୍ ନେତାମନ୍ ଜିସୁକେ ଜାଇଟା କଲାସ୍, ସେଟା ନାଜାନିକରି କଲାସ୍, ଏଟା ମୁଇ ଜାନି ।
και νυν αδελφοι οιδα οτι κατα αγνοιαν επραξατε ωσπερ και οι αρχοντες υμων
18 ୧୮ ବେସି ବରସ୍ ଆଗ୍ତୁ ତାର୍ ବବିସତ୍ବକ୍ତା ମନର୍ଟାନେ ଅନି ଜାନାଇରଇବା କାତା ଇସାବେ ଏବେ ସିଦ୍ ଅଇଲା ଜେ, ସେ ମସିଅ ଦୁକ୍ପାଇବାକେ ଅଇସି ।
ο δε θεος α προκατηγγειλεν δια στοματος παντων των προφητων αυτου παθειν τον χριστον επληρωσεν ουτως
19 ୧୯ ସେନ୍ତିଆଲେ ତମେ ମନ୍ବାଦ୍ଲାଇ କରି ପରମେସରର୍ ବାଟେ ବାଉଡି ଆସା । ତେବେ ସେ ତମର୍ ପାପ୍ କେମା କର୍ସି ।”
μετανοησατε ουν και επιστρεψατε εις το εξαλειφθηναι υμων τας αμαρτιας οπως αν ελθωσιν καιροι αναψυξεως απο προσωπου του κυριου
20 ୨୦ ଆରି ମାପ୍ରୁର୍ଟାନେଅନି ଆତ୍ମାଇ ବପୁ ପାଇସା, ପରମେସର୍ ତମର୍ପାଇ ସେ ଆଗେଅନି ବାଚ୍ଲା, ମସିଅ ଜିସୁକେ ପାଟାଇସି ।
και αποστειλη τον προκεκηρυγμενον υμιν ιησουν χριστον
21 ୨୧ ପର୍ମେସର୍ ସବୁ ବିସଇ ନୁଆ କର୍ବା ବେଲା ଜାକ ସେ ସର୍ଗେ ରଇସି । ଏଟା ପର୍ମେସର୍ ପୁର୍ବେ ରଇଲା ତାର୍ ସୁକଲ୍ ବବିସତ୍ବକ୍ତାମନ୍କେ ସପତ୍ କରିରଇଲା । (aiōn )
ον δει ουρανον μεν δεξασθαι αχρι χρονων αποκαταστασεως παντων ων ελαλησεν ο θεος δια στοματος παντων αγιων αυτου προφητων απ αιωνος (aiōn )
22 ୨୨ ସେ ବିସଇ ମସା କଇରଇଲା, ତମର୍ ମାପ୍ରୁ ପରମେସର୍ ତମର୍ ଲଗେ ମର୍ପାରା ବବିସତ୍ବକ୍ତାକେ ପାଟାଇସି । ତମର୍ ବାଇମନର୍ ବିତ୍ରେ ଅନି ଗଟେକ୍ ଲକ୍କେ ପାଟାଇସି । ସେ ଜେତ୍କି ବିସଇ କଇସି, ସେଟା ସବୁ ତମେ ମାନ୍ବାର୍ ଆଚେ ।
μωσης μεν γαρ προς τους πατερας ειπεν οτι προφητην υμιν αναστησει κυριος ο θεος υμων εκ των αδελφων υμων ως εμε αυτου ακουσεσθε κατα παντα οσα αν λαληση προς υμας
23 ୨୩ କେ ଜଦି ସେ ବବିସତ୍ବକ୍ତାର୍ କାତା ନ ନାମେ ତାକେ ପରମେସରର୍ ଲକ୍ମନର୍ଟାନେଅନି ଅଲ୍ଗା କରି କୁରୁପ୍ନାସ୍ କରିପାକାଇସି ।
εσται δε πασα ψυχη ητις αν μη ακουση του προφητου εκεινου εξολοθρευθησεται εκ του λαου
24 ୨୪ ଜେତ୍କି କବର୍ ସୁନିରଇବା ବବିସତ୍ବକ୍ତା ରଇଲାଇ, ସାମୁଏଲ୍ ଆରି ଜେ ଜେ ତାର୍ ପଚେ ଆଇଲାଇ ଆରି ଏବେ ଜାଇଟା ଗଟ୍ଲା, ସେ ବିସଇ କଇରଇଲାଇ ।
και παντες δε οι προφηται απο σαμουηλ και των καθεξης οσοι ελαλησαν και προκατηγγειλαν τας ημερας ταυτας
25 ୨୫ ପର୍ମେସର୍ ବବିସତ୍ବକ୍ତାମନର୍ ଟଣ୍ଡେଅନି ଜନ୍ସବୁ କାତା ଦେଲାଆଚେ ସେଟା ତମର୍ ପାଇସେ ଟିକ୍ । ତମର୍ ଆନିଦାଦିମନର୍ ସଙ୍ଗ୍ ଜନ୍ ରାଜିନାମା କଲାଆଚେ, ତମେ ମିସା ତେଇ ମିସିଆଚାସ୍ । ପର୍ମେସର୍ ଅବ୍ରାଆମ୍କେ କଇରଇଲା, “ମୁଇ ତମର୍ ନାତିତିତି ମନର୍ଟାନେଅନି ଜଗତର୍ ସବୁ ଲକ୍କେ ଆସିର୍ବାଦ୍ କର୍ବି ।
υμεις εστε υιοι των προφητων και της διαθηκης ης διεθετο ο θεος προς τους πατερας ημων λεγων προς αβρααμ και τω σπερματι σου ενευλογηθησονται πασαι αι πατριαι της γης
26 ୨୬ ସେଟାର୍ପାଇ ପରମେସର୍ ତାର୍ ସେବାକାରିଆକେ ବାଚ୍ଲା ଆରି ତମ୍କେ ସବୁ ଲକ୍କେ ବାନିଆ ବାଟେଅନି ବାଉଡାଇଆନ୍ବାକେ ଆରି ଆସିର୍ବାଦ୍ କର୍ବାକେ ପର୍ତୁମ୍ ତାକେ ତମର୍ ଲଗେ ପାଟାଇଲା ।”
υμιν πρωτον ο θεος αναστησας τον παιδα αυτου ιησουν απεστειλεν αυτον ευλογουντα υμας εν τω αποστρεφειν εκαστον απο των πονηριων υμων