< ପେରିତ୍ 4 >
1 ୧ ପିତର୍ ଆରି ଜଅନ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇତେ ରଇଲା ବେଲେ ମନ୍ଦିରର୍ କେତେଟା ପୁଜାରି ଆରି ଜାଗୁଆଲ୍ମନର୍ ସେନାପତି ଆରି କେତେଟା ସାଦୁକିମନ୍ ଆସି କେଟ୍ଲାଇ ।
Pandan yo t ap pale ak pèp la, prèt avèk kaptenn gad tanp lan avèk Sadiseyen yo te rive kote yo.
2 ୨ ସେମନ୍ ରିସା ଅଇଗାଲାଇ କାଇକେ ବଇଲେ ପେରିତ୍ ସିସ୍ ଦୁଇଲକ୍ ଜିସୁ ମଲାତେଇଅନି ଉଟ୍ଲା ଆଚେ ବଲି ସିକାଇତେରଇଲାଇ । ଏନ୍ତି ସିକାଇଲେସରି ଲକ୍ମନ୍ ମଲାଟାନେଅନି ଉଟ୍ବାଇବଲି ପର୍ମାନ୍ କର୍ତେ ରଇଲାଇ ।
Yo te byen deranje paske yo t ap enstwi pèp la e t ap pwoklame nan non Jésus rezirèksyon a lanmò yo.
3 ୩ ସେଟାର୍ପାଇ ସେ ଦୁଇଟା ପେରିତ୍ ସିସ୍ମନ୍କେ ଦାରି ବାନ୍ଦ୍ଲାଇ । ଆରି ସେ ଦିନେ ବେସି ଅଲ୍ସମ୍ ଅଇଜାଇରଇଲାକେ ଆର୍କର୍ ଦିନ୍ ଜାକ ବନ୍ଦିଗରେ ରକିରଇଲାଇ ।
Yo te mete men sou yo, e te mete yo nan prizon pou jis rive nan demen, paske li te gen tan fènwa.
4 ୪ ମାତର୍ ବେସି ଲକ୍ ସେମନର୍ ସିକିଆ ସୁନିକରି ବିସ୍ବାସ୍ କଲାଇ, ଆରି ତାକର୍ ବିତ୍ରେଅନି ମୁନୁସ୍ପିଲା ସେ ଅଦିକ୍ ଅଇକରି ପାକାପାକି ପାଁଚ୍ଅଜାର୍ ଅଇଲାଇ ।
Men anpil nan sila yo ki te tande mesaj la te kwè, e fòs kantite moun ki te kwè yo te vini toupre senk-mil.
5 ୫ ତାର୍ ଆର୍କର୍ ଦିନେ ଜିଉଦି ନେତାମନ୍, ଆରି ପାର୍ଚିନ୍ମନ୍ ଆରି ନିୟମ୍ ସିକାଉମନ୍ ଜିରୁସାଲମେ ରୁଣ୍ଡ୍ଲାଇ ।
Nan landemen, chèf yo, avèk ansyen ak skrib yo te reyini ansanm nan Jérusalem.
6 ୬ ସେମନର୍ ବିତ୍ରେ ବଡ୍ପୁଜାରି ଆନାନ୍, କାୟାପା, ଜଅନ୍, ଆଲେକ୍ଜାଣ୍ଡାର୍ ଆରି ବଡ୍ ପୁଜାରିର୍ କୁଟୁମେ ରଇବା ବିନ୍ ଲକ୍ମନ୍ ମିସ୍ଲାଇ ।
Anne, wo prèt la te la, avèk Caïphe, Jean, Alexandre, ak tout sila ki te desandan wo prèt yo.
7 ୭ ପେରିତ୍ମନ୍କେ ସେମନର୍ ମୁଆଟେ ଡାକାଇ ପାଚାର୍ଲାଇ, “ତମେ ଏଟା ସବୁ କେନ୍ତାର୍ କଲାସ୍ନି? କାର୍ ବପୁସଙ୍ଗ୍ ନଇଲେ କାର୍ ନାଉଁଦାରି ଏଟା କଲାସ୍ନି?”
Lè yo te kanpe yo nan mitan yo, yo te kòmanse mande yo: “Pa ki pouvwa, oswa nan ki non nou te fè sa a?”
8 ୮ ସେଟାର୍ପାଇ ପିତର୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇ ସେମନ୍କେ କଇଲା, “ତମେ ଜେ କି ଆମର୍ ସାସନ୍କାରିଆମନ୍ ଆରି ପାର୍ଚିନ୍ମନ୍!
Alò, Pierre ranpli avèk Lespri Sen an, te di yo: “Chèf ak ansyen a pèp la,
9 ୯ ଜଦି ଆଜି ଏ ଚଟାର୍ ପାଇ କରିରଇଲା ନିମାନ୍ କାମର୍ଲାଗି ଆମ୍କେ ପର୍ସନ୍ କଲାସ୍ନି ଆରି ସେ କେନ୍ତାର୍ ନିମାନ୍ ଅଇଲା ବଲି ଜାନ୍ବାକେ ମନ୍ କଲାସ୍ନି,
Si nou parèt devan tribinal jodi a pou benefis ki fèt a yon moun malad, kòmsi, kijan nonm sa a te fè geri,
10 ୧୦ ତେବେ ତମେ ଆରି ଇସ୍ରାଏଲର୍ ସବୁ ଲକ୍ ଜାନ୍ବାର୍ ଦର୍କାର୍ ଜେ, ତମର୍ ମୁଆଟେ ଟିଆଅଇରଇଲା ଏ ଲକ୍ ଅବ୍କା ନାଜ୍ରିତ୍ ଗଡର୍ ଜିସୁକିରିସ୍ଟର୍ ବପୁସଙ୍ଗ୍ ପୁରାପୁରୁନ୍ ନିମାନ୍ ଅଇଲା ଆଚେ । ସେ ଜିସୁକେ ତମେ କୁର୍ସେ ମରାଇଲାସ୍ । ମାତର୍ ପର୍ମେସର୍ ତାକେ ମଲାତେଇଅନି ଆରି ତରେକ୍ ଉଟାଇଲା ଆଚେ ।”
kite li byen konnen pami nou tout, ak tout Israël, ke pa non a Jésus Kri, Nazareyen ke nou te krisifye a, ke Bondye te fè leve soti nan lanmò a, pa non de sila a menm, mesye sa a a kanpe devan nou an bòn sante.
11 ୧୧ ଜିସୁର୍ ବିସଇ ଦରମ୍ ସାସ୍ତରେ ଲେକା ଅଇଲାଆଚେ, ଗର୍ ତିଆର୍କରୁମନ୍ ଜନ୍ ପାକ୍ନା ନଏଁ ବଲି ପିଙ୍ଗିଦେଇ ରଇଲାଇ, ସେଟାସେ କନର୍ ମୁକିଅ ପାକ୍ନା ଅଇଲା ।
‘Se Li menm ki wòch ki te rejte pa nou menm ki t ap bati yo, men ki vin fè wòch ang prensipal la.’
12 ୧୨ ସେ ଆକା ଆମ୍କେ ମୁକ୍ତି ଦେଇସି । ଗୁଲାଇ ଜଗତର୍ପାଇ ପର୍ମେସର୍ ତାକେସେ ଦେଲା ଆଚେ । ଜେ କି ଆମ୍କେ ରକିଆ କର୍ସି ।
“Konsa, pa gen sali nan okenn lòt. Paske nanpwen lòt non anba syèl la ki bay pami lòm pa kilès nou dwe sove.”
13 ୧୩ ବଡ୍ସବାର୍ ଲକ୍ମନ୍ ପିତର୍ ଆରି ଜଅନର୍ ସାଆସ୍ ଦେକି କାବା ଅଇଗାଲାଇ । ସେମନ୍ ପାଟ୍ସାଟ୍ ନ ପଡି ଅବ୍କା ଲକ୍ମନ୍ସେ ବଲି ଜାନିରଇଲାଇ । ଆରି ସେମନ୍ ଦୁଇ ଲକ୍ ଜିସୁର୍ ସଙ୍ଗ୍ ରଇଲାଇ ବଲି ଚିନିରଇଲାଇ ।
Alò, lè yo te wè konfyans a Pierre avèk Jean, e te konprann ke yo pa t gen anpil edikasyon ni enstriksyon, yo te etone. Yo te rekonèt yo kon moun ki te avèk Jésus yo.
14 ୧୪ ମାତର୍ ତାକର୍ ବିରୁଦେ କାଇବଲି କଇନାପାର୍ଲାଇ, କାଇକେ ବଇଲେ ନିମାନ୍ ଅଇଲା ଲକ୍କେ ପିତର୍ ଆରି ଜଅନ୍ସଙ୍ଗ୍ ଟିଆଅଇରଇଲାଟା ଦେକ୍ଲାଇ ।
Epi lè yo te wè mesye ki te geri a te kanpe la avèk yo, yo pa t gen repons pou bay.
15 ୧୫ ସେଟାର୍ ପାଇ ସେମନ୍ ସିସ୍ମନ୍କେ ସେ ସବାଇଅନି ବାର୍କରାଇଦେଇକରି ତାକର୍ ତାକର୍ ବିତ୍ରେ କାତାବାର୍ତା ଅଇବାର୍ ଦାର୍ଲାଇ ।
Men lè yo fin mande yo kite konsèy la, yo te fè konferans ansanm.
16 ୧୬ ସେମନ୍ କାତା ଅଇଲାଇ, “ଆମେ ଏମନ୍କେ କାଇଟା କରୁ? ଏମନ୍ କରିରଇବା ଏ କାବା ଅଇଜିବା କାମ୍ ବିସଇ ଜିରୁସାଲମର୍ ସବୁ ଲକ୍ ଜାନିଗାଲାଇ ଆଚତ୍ । ଏ ସତ୍ ଗଟେନାଇ କି ନାଜାନୁ ବଲି କଇ ନାପାରୁ ।
Yo te di: “Alò kisa pou nou fè avèk mesye sa yo? Paske li byen klè a tout sila ki rete Jérusalem yo ke yon mirak byen enpòtan te fèt pa yo, e nou pa kapab di ke se pa vrè.
17 ୧୭ ମାତର୍ ଏ କାତା ଲକ୍ମନର୍ ବିତ୍ରେ ଆରି ଅଦିକ୍ ଉଡ୍ରା ଅଇ ନ ଜାଅ, ଜିସୁର୍ ବିସଇ ଆରି କେବେ କାର୍ ମୁଆଟେ ନ କଇବାକେ ସେମନ୍କେ ଆମେ ଡାଟ୍ ସଙ୍ଗ୍ ଜାଗ୍ରତ୍ କରାଇଦେଉଁ ।”
“Men pou sa pa rive pi lwen pami pèp la, annou avèti yo pou yo pa pale ankò a okenn moun nan non sila a.”
18 ୧୮ ସେଟାର୍ ପାଇ ସେମନ୍ ପିତର୍ ଆରି ଜଅନ୍କେ ଆରି ତରେକ୍ ବିତ୍ରେ ଡାକ୍ଲାଇ । ଆରି କେବେମିସା ଜିସୁର୍ ନାଉଁ ଦାରି କାଇମିସା କାତା ନ କଇବାକେ ଆରି ସିକିଆ ନ ଦେବାକେ ଜାଗ୍ରତ୍ କରାଇଦେଲାଇ ।
Yo te rele yo, e te kòmande yo pou yo pa pale ni enstwi menm nan non Jésus a.
19 ୧୯ ମାତର୍ ପିତର୍ ଆରି ଜଅନ୍ କଇଲାଇ, “ତମର୍ ବାଦିଅ ଅଇବୁ, କି ପରମେସରର୍ ବାଦିଅ ଅଇବୁ, କନ୍ ବିସଇ ପରମେସରର୍ ମୁଆଟେ ଟିକ୍ ସେଟା ତମେ ବିଚାର୍ କରା ।
Men Pierre avèk Jean te reponn yo e te di: “Si li bon devan Bondye pou obeyi a nou menm olye a Bondye, nou mèt jije.
20 ୨୦ କାଇକେ ବଇଲେ ଆମେ ଜାଇଟା ଦେକ୍ଲୁ ଆଚୁ ଆରି ସୁନ୍ଲୁ ଆଚୁ ସେଟା ନ କଇକରି ରଇନାପାରୁ ।”
Paske nou menm, nou pa kapab sispann pale sa ke nou te wè ak tande.”
21 ୨୧ ମାତର୍ ବଡ୍ସବାର୍ ଲକ୍ ଆରି ଡାଟ୍ସଙ୍ଗ୍ ସେମନ୍କେ ଦମ୍କାଇକରି ଚାଡି ଦେଲାଇ । ସେମନ୍କେ ଡଣ୍ଡ୍ଦେବାଟା କସ୍ଟ ବଲି ସେମନ୍ ଜାନିପାର୍ଲାଇ । କାଇକେ ବଇଲେ ସେ କାବାଅଇଜିବା କାମର୍ ଲାଗି ଲକ୍ମନ୍ ପର୍ମେସର୍କେ ଜୁଆର୍ କର୍ତେ ରଇଲାଇ ।
Konsa, lè yo te fin menase yo anplis, yo te lage yo, paske yo pa t kapab twouve baz pou pini yo, e akoz perèz a pèp la, paske yo tout t ap bay Bondye glwa pou sa ki te rive a.
22 ୨୨ ଜନ୍ ଲକ୍ କାବା ଅଇଜିବା କାମର୍ଲାଗି ନିମାନ୍ ଅଇରଇଲା, ତାକେ ଚାଲିସ୍ ବରସେଅନି ଅଦିକ୍ ଅଇରଇଲା ।
Paske mesye a ki te resevwa mirak sila a, te gen plis ke karant ane.
23 ୨୩ ପିତର୍ ଆରି ଜଅନ୍ ମୁକଲ୍ଲା ଦାପ୍ରେ ନିଜର୍ ଦଲେ ବାଉଡିଗାଲାଇ ଆରି ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜାଇଟା କଇରଇଲାଇ, ସେଟା ସେମନ୍କେ ଜାନାଇଲାଇ ।
Lè yo te fin lage yo, yo te ale bò kote moun pa yo, e te rapòte a tout moun sa ke chèf prèt yo avèk ansyen yo te di yo.
24 ୨୪ ବିସ୍ବାସିମନ୍ ସବୁ କାତା ସୁନ୍ଲା ପଚେ ଗଟେକ୍ ଅଇ ପର୍ମେସର୍କେ ଏ ପାର୍ତନା କଲାଇ, ଏ ମାପ୍ରୁ! ସରଗ୍, ଦର୍ତନି, ସମ୍ଦୁର୍ ଆରି ତେଇ ରଇବା ସବୁ ବିସଇ ତମେସେ ତିଆର୍ କଲାସ୍!
Lè yo te tande sa, yo te leve vwa yo a Bondye ansanm, e te di: “O Bondye, se te Ou menm ki te fè syèl la ak tè a, lanmè, ak tout sa ki ladann,
25 ୨୫ ତମେ ସୁକଲ୍ ଆତ୍ମାଇଅନି ଆମର୍ ଆନିଦାଦିମନର୍ ଆରି ତମର୍ ଦାଙ୍ଗ୍ଡା ଦାଉଦର୍ ଟଣ୍ଡେଅନି ଏ କାତା ସୁନାଇ ରଇଲାସ୍ । ସେ କଇରଇଲା, ଜିଉଦି ନଇଲା ଲକ୍ମନ୍ କାଇକେ ରିସା ଅଇଲାଇ? ଲକ୍ମନ୍ କାଇକେ ଚୁଚାଇ ସଡ୍ଜଁତର୍ କଲାଇ?
ki pa Lespri Sen an, selon bouch a Zansèt nou David te di: ‘Poukisa nasyon yo anraje konsa; e poukisa pèp yo anvizaje yon bagay anven?
26 ୨୬ ମାପ୍ରୁର୍ ବିରଦେ ଆରି ତାକର ମସିଆର୍ ବିରଦେ ଜଗତର୍ ରାଜାମନ୍ ଆରି ସାସନ୍କାରିଆମନ୍ ଜୁଜ୍ବାକେ ନିଜ୍କେ ତିଆର୍ ଅଇ ରୁଣ୍ଡ୍ଲାଇ ।
Wa sou latè yo ap pran pòz yo e gwo chèf yo ap mete tèt yo ansanm kont Senyè a ak kont Kris Li a.’
27 ୨୭ କାଇକେବଇଲେ ଏ ନଅରେ ଏରଦ୍ ଆରି ପନ୍ତିୟ ପିଲାତ୍ ଇସ୍ରାଏଲିୟମନର୍ ସଙ୍ଗ୍ ଆରି ଜିଉଦି ନ ଅଇରଇବା ଲକର୍ସଙ୍ଗ୍ ମିସି ଜିସୁର୍ ବିରଦେ ଜଜ୍ନା କଲାଇ । ସେ ସେ ତମର୍ ସୁକଲ୍ ଦାଙ୍ଗ୍ଡା ଆରି ତମେ ବାଚ୍ଲା ମସିଅ ।
“Paske vrèman, nan vil sa a, yo te rasanble ansanm kont sèvitè sen Ou an, Jésus, ke ou menm te onksyone a; Hérode ak Ponce Pilate ansanm avèk nasyon payen yo ak pèp Israël la,
28 ୨୮ ତମର୍ ବପୁ ଆରି ମନ୍ କଲାଟା ଇସାବେ ଜାଇଟା ସବୁ ଗଟାଇବାପାଇ ତମେ ଟିକ୍ କରି ରଇଲାସ୍, ସେମନ୍ ଗଟେକ୍ ଅଇ ସେ ସବୁ କର୍ବାକେ ଲାଗିପଡ୍ଲାଇ ।
pou fè nenpòt bagay ke men Ou ak volonte Ou te deja planifye, pou fèt.
29 ୨୯ “ଏ ମାପ୍ରୁ, ସେମନ୍ ଆମ୍କେ ଜନ୍ ଦମକ୍ ଦେଲାଇ ଆଚତ୍ ସେ ବିସଇ ସୁନା ଆରି ନ ଡର୍ତେ ତମର୍ କାତା ଜାନାଇବାକେ ତମର୍ ଏ ଦାଙ୍ଗ୍ଡାମନ୍କେ ଡାଟ୍ କରା ।
E koulye a, Senyè, byen gade menas ke yo fè, e kite sèvitè ki mare ak Ou yo pale pawòl Ou avèk tout konfyans,
30 ୩୦ ନିମାନ୍ କର୍ବାକେ ତମର୍ ଆତ୍ ଲାମାଆ ଆରି ତମର୍ ସୁକଲ୍ ଦାଙ୍ଗ୍ଡା ଜିସୁର୍ ନାଏଁ ନ ଅଇବା କାମ୍ ଆରି କାବା ଅଇଜିବା କାମ୍ମନ୍ ସାଦନ୍ କରାଆ ।”
pandan W ap lonje men Ou pou fè gerizon sign ak mirak yo k ap fèt nan non a sèvitè Sen Ou an, Jésus.”
31 ୩୧ ସେମନ୍ ପାର୍ତନା କରିସାରାଇଲା ପଚେ ଜନ୍ ଜାଗାଇ ରୁଣ୍ଡିରଇଲାଇ, ସେଟା ଚୁଲ୍ବୁଲିଗାଲା । ସେମନ୍ ସବୁ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲା । ଆରି ନ ଡର୍ତେ ପର୍ମେସରର୍ କାତା ଜାନାଇବାର୍ ଦାର୍ଲାଇ ।
Lè yo te fin priye, plas kote yo te reyini an te vin souke. Yo tout te ranpli avèk Lespri Sen an, e yo te pale pawòl Bondye a avèk kouraj.
32 ୩୨ ସବୁ ବିସ୍ବାସିମନ୍ ଗଟେକ୍ ବିସଇ ଚିନ୍ତା କରି ମନ୍ କଲାଇ । କେ ମିସା ନିଜର୍ ସଁମ୍ପତି ନିଜର୍ ବଲି ଦାବି ନ କର୍ତେ ରଇଲାଇ । ତାକର୍ଟାନେ ଜେତ୍କି ରଇଲା ସେଟା ସବୁଲକ୍ ସମାନ୍ କରି ବାଟାସାଟା କର୍ତେ ରଇଲାଇ ।
Tout nan gran foul a ki te kwè yo te vin yon sèl nan kè ak nanm. Pa t gen youn nan yo ki te gen byen ki te reklame pou pwòp tèt yo, men tout bagay te pou tout moun.
33 ୩୩ ପେରିତ୍ ସିସ୍ମନ୍ ବପୁସଙ୍ଗ୍ ସାକି ଦେବାର୍ ଦାର୍ଲାଇ । ପର୍ମେସର୍ ମାପ୍ରୁ ଜିସୁକେ କେନ୍ତିକରି ମଲାଟାନେଅନି ଉଟାଇଲା ବଲି । ଆରି ପର୍ମେସର୍ ସବୁ ବିସ୍ବାସିମନ୍କେ ଅଦିକ୍ ଅଦିକ୍ ଜିବନ୍ ଦୁକାଇଲା ।
Avèk gran pouvwa, apòt yo t ap bay temwayaj a rezirèksyon Jésus Kris la, e lagras an abondans te vini sou yo tout.
34 ୩୪ ତାକର୍ ଦଲେ ଜିଇବା କାଇବାକେ କାକେ ମିସା ଅବାବ୍ ନ ରଇଲା । ଜନ୍ ଲକ୍ମନ୍କେ ଗର୍ ଆରି ଜମିରଇଲା, ସେମନ୍ ସେଟା ବିକିକରି ଡାବୁ ଆନି,
Paske pa t gen yon moun pami yo ki te nan bezwen, pwiske sila ki te mèt tè yo oubyen kay yo te vann yo e pote benefis a vant lan bay,
35 ୩୫ ପେରିତ୍ମନ୍କେ ସର୍ପିଦେଇରଇଲା । ସେ ଡାବୁ, ପେରିତ୍ ମନ୍ ଅବାବେ ରଇଲା ଲକ୍ମନ୍କେ ବାଟାକରି ଦେଇତେରଇଲାଇ ।
pou mete yo nan pye apòt yo. Konsa, yo te distribiye a chak en ki te gen nenpòt bezwen.
36 ୩୬ ସାଇପରସ୍ ନାଉଁର୍ ଗଟେକ୍ ଜାଗାଇ ଜନମ୍ କରିରଇବା ଲେବି କୁଟୁମର୍ ଜସେପ୍, ଜାକେ ପେରିତ୍ ସିସ୍ମନ୍ ବର୍ନବା ବଲି ନାଉଁ ଦେଇ ରଇଲାଇ । ବର୍ନବାର୍ ଅରତ୍ ଦୁକ୍ ସାରାଇବା ପିଲା । ସେ ତାର୍ ଜମି ବିକ୍ଲା ଆରି
Joseph, yon Levit ki te ne an Chypre ke yo te rele osi Barnabas, pa apòt yo, ki vle di Fis Ankourajman an
37 ୩୭ ଡାବୁ ପେରିତ୍ ସିସ୍ମନ୍କେ ସର୍ପିଦେଲା ।
te gen yon mòso tè. Li te vann li e te pote kòb la mete l nan pye apòt yo.