< ପେରିତ୍ 5 >
1 ୧ ସେ ଦଲର୍ ଅନନିୟ ନାଉଁର୍ ଗଟେକ୍ ଲକ୍ ଆରି ତାର୍ ମାଇଜି ସପିରା ସେମନର୍ କେତେକ୍ ଜମି ବିକ୍ଲାଇ ।
Toch was er ook een zeker man, Ananias genaamd, die in overleg met Safira, zijn vrouw, een landgoed verkocht,
2 ୨ ମାତର୍ ମାଇଜିମୁନୁସ୍ ରାଜିଅଇକରି ବିକିକରି ପାଇଲା କେତେକ୍ ଡାବୁ ଅନନିୟ ନିଜର୍ ପାଇ ସଙ୍ଗଇଲା । ଅଗଲ୍ଲାଟା ସେ ପେରିତ୍ ସିସ୍ମନ୍କେ ଦେଲା ।
maar die met medeweten van zijn vrouw iets van de opbrengst achterhield, er enkel een gedeelte van meebracht, en het voor de voeten der apostelen legde.
3 ୩ ପିତର୍ ତାକେ କଇଲା, “ଅନନିୟ ତୁଇ କେନ୍ତି ସଇତାନର୍ ପାନ୍ଦେପଡି ଜମି ବିକି ଆନିରଇବା ଡାବୁ କେତେକ୍ ନିଜର୍ ପାଇ ସଙ୍ଗଇକରି ସୁକଲ୍ ଆତ୍ମାର୍ ମୁଆଟେ ମିଚ୍ କଇଲୁସ୍?
Toen sprak Petrus: Ananias, waarom heeft satan beslag gelegd op heel uw hart, dat ge den Heiligen Geest bedriegt en van de opbrengst van het landgoed iets achterhoudt?
4 ୪ ବିକ୍ବା ଆଗ୍ତୁ ସେ ଜମି ତମର୍ ରଇଲା । ବିକ୍ଲା ପଚେ ମିସା ସେ ଡାବୁ ତମର୍ଟାସେ । ଏନ୍ତି କାମ୍ କର୍ବାକେ କାଇକେ ମନ୍ କଲୁସ୍? ତୁଇ ଲକ୍ମନ୍କେ ନାଡାଉସ୍ ନାଇ ମାତର୍ ପର୍ମେସର୍କେ ନାଡାଇଆଚୁସ୍ ।”
Was het niet uw eigendom, vóór het verkocht werd; en bleef ook de verkoopprijs niet te uwer beschikking? Hoe komt het, dat ge deze daad in uw hart hebt beraamd? Ge hebt geen mensen belogen, maar God.
5 ୫ ଅନନିୟ ଏ କାତା ସୁନ୍ଲା ଦାପ୍ରେ ତଲେ ଆପ୍ଟି ଅଇ ଅଦ୍ରି ମରିଗାଲା । ଜନ୍ ଲକ୍ମନ୍ ଏ କାତା ସୁନ୍ଲାଇ ସେମନ୍ ସବୁଲକ୍ ବେସି ଡରିଗାଲାଇ ।
Toen Ananias deze woorden vernam, zakte hij ineen, en gaf de geest. Grote vrees beving allen, die het vernamen.
6 ୬ ଦଲର୍ ଦାଙ୍ଗ୍ଡାମନ୍ ଅନନିୟର୍ ମଲା ଗାଗଡ୍ ଲୁଗାଇ ଗୁଡିଆଇକରି ବାଇରେ ବଇକରି ଦାରିଗାଲାଇ ଆରି ତପିଦେଲାଇ ।
En de jongsten kwamen hem afleggen, droegen hem weg, en begroeven hem.
7 ୭ ପାକାପାକି ତିନ୍ଗଁଟା ପଚେ ଅନନିୟର୍ ମାଇଜି ତେଇ ଆସି କେଟ୍ଲା । ସେ, ଏ ଗଟ୍ନା ନାଜାନି ରଇଲା ।
Drie uur later ongeveer kwam ook zijn vrouw binnen, die van het gebeurde niets wist.
8 ୮ ପିତର୍ ତାକେ ପାଚାର୍ଲା “ମକେ କ ପନି, ତୁଇ ଆରି ତର୍ ମୁନୁସ୍ ଜେତ୍କି ଜମି ବିକ୍ଲାସ୍, ଏଟା କାଇ ତାର୍ ପୁରାଦାମ୍ କି?” ସେ କଇଲା, “ଉଁ ଏତ୍କିସେ ।”
Petrus zeide tot haar: Zeg mij; hebt gij voor zo en zoveel het landgoed verkocht? Ze zei: Ja, voor zóveel.
9 ୯ ପିତର୍ ତାକେ କଇଲା, “ମାପ୍ରୁର୍ ଆତ୍ମାକେ ପରିକା କର୍ବାକେ ତୁଇ ଆରି ତର୍ ମୁନୁସ୍ କାଇକେ ରାଜିଅଇଲାସ୍? ଜନ୍ ଲକ୍ମନ୍ ତର୍ ମୁନୁସ୍କେ ସମାଦି ଦେଲାଇ ଆଚତ୍, ବାଟ୍ ଡିଆଗଡି କେଟ୍ଲାଇବେ, ସେମନ୍ ତକେ ମିସା ବଇ ଦାରିଜିବାଇବେ ।”
Toen sprak Petrus tot haar: Wat; hebt gij dan samengespannen, den Geest des Heren te tarten Zie, de voeten van hen, die uw man hebben begraven, staan aan de deur, om ook u uit te dragen.
10 ୧୦ ସେ ଦାପ୍ରେ ସେ ମିସା ପିତରର୍ ପାଦ୍ତଲେ ଅଦ୍ରି ମରିଗାଲା । ଦାଙ୍ଗ୍ଡାମନ୍ ବିତ୍ରେ ଆସି ତାର୍ ମଲା ଗାଗଡ୍ ବଇନେଲାଇ ଆରି ତାର୍ ମୁନୁସର୍ ଲଗେ ତାକେ ମିସା ସମାଦି ଦେଲାଇ ।
Onmiddellijk zakte ze voor zijn voeten ineen, en gaf de geest. De jonge mannen vonden haar dood bij hun terugkomst; ze droegen haar weg en begroeven haar bij haar man.
11 ୧୧ ଜିରୁସାଲେମର୍ ଗୁଲାଇ ମଣ୍ଡଲିର୍ ଲକ୍ମନ୍ ଆରି ଜେତ୍କି ଲକ୍ ଏ କାତା ସୁନ୍ଲାଇ, ସବୁଲକ୍ ଡରିଗାଲାଇ ।
En grote vrees beving heel de gemeente en allen, die het vernamen.
12 ୧୨ ପେରିତ୍ ସିସ୍ମନର୍ ଟାନେଅନି ଲକ୍ମନର୍ ବିତ୍ରେ ବେସି କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ସାଦନ୍ ଅଇତେ ରଇଲା । ସବୁ ବିସ୍ବାସିମନ୍ ସଲ୍ମନର୍ ମଣ୍ଡପେ ରୁଣ୍ଡ୍ତେ ରଇଲାଇ ।
Intussen geschiedden er door de handen der apostelen veel tekenen en wonderen onder het volk. Allen bleven eendrachtig samenkomen in de zuilengang van Sálomon
13 ୧୩ ସେମନର୍ ବିସଇ ବିନ୍ଲକ୍ମନ୍ ନିମାନ୍ କାତା କଇତେ ରଇଲାଇ । ମାତର୍ ଦଲ୍ ବାଇରେ ରଇଲା ଲକ୍ମନ୍ କେ ମିସା ଦଲେ ମିସ୍ବାକେ ସାଆସ୍ ନ କର୍ତେ ରଇଲାଇ ।
en niemand van de anderen durfde hen lastig vallen; integendeel, het volk sprak slechts met lof over hen.
14 ୧୪ ଏଲେ ମିସା ପର୍ମେସର୍କେ ବିସ୍ବାସ୍ କରି ଅଦିକ୍ ଅଦିକ୍ ମାଇଜିଟକି ଆରି ମୁନୁସ୍ ପିଲାମନ୍ ଏ ଦଲେ ମିସ୍ଲାଇ । ଆରି ସେ ଦଲ୍ ଦିନ୍କେ ଦିନ୍ ଅଦିକ୍ ଅଦିକ୍ ବଡ୍ତେ ଗାଲା ।
Steeds meer sloten er zich bij hen aan, die in den Heer geloofden; hele groepen van mannen en vrouwen.
15 ୧୫ ପେରିତ୍ ସିସ୍ମନର୍ କାମ୍ ଅଦିକ୍ ବଡି ବଡି ଗାଲା । ଏନ୍ତିକି ପିତର୍ ଇଣ୍ଡିଗାଲାବେଲେ ତାର୍ ଚାଇଆଲେ ଅଲପ୍ ପଡବଲି ଲକ୍ମନ୍ ରଗିମନ୍କେ ବଇଆନି ବାଟ୍ପାଲି କଟେ ଆରି ଟାଟିମନ୍ ଅଚାଇକରି ସୁଆଇ ଦେଇତେ ରଇଲାଇ ।
Zo kwam het, dat men zelfs de zieken op straat droeg, en op rustbanken en bedden legde: opdat, als Petrus voorbijging, zijn schaduw tenminste op een van hen zou vallen.
16 ୧୬ ଜିରୁସାଲମର୍ ଚାରିବେଟ୍ତି ରଇବା ଗଡର୍ ରଗି ଆରି ଡୁମାଦାର୍ଲା ଲକ୍ମନ୍କେ ପେରିତ୍ମନର୍ ଲଗେ ଆନ୍ତେ ରଇଲାଇ । ଆରି ସେମନ୍ ସବୁ ଲକ୍ ନିମାନ୍ ଅଇତେ ରଇଲାଇ ।
Zelfs uit de steden rondom Jerusalem stroomde het volk bijeen; ze brachten de zieken mee en hen, die door onreine geesten werden gekweld; en allen werden genezen.
17 ୧୭ ତାର୍ ପଚେ ବଡ୍ ପୁଜାରି, ତାର୍ସଙ୍ଗ୍ ରଇବା ଲକ୍ମନ୍ ଆରି ସାଦୁକି ଦଲର୍ ଲକ୍ମନ୍, ସିସ୍ମନ୍କେ ଇଁସା ଅଇଗାଲାଇ । ଆରି ସେମନର୍ ବିରୁଦେ କାଇଟାଆଲେ କରୁ ବଲି ଜଜ୍ନା କଲାଇ ।
Maar nu greep de hogepriester in met heel zijn aanhang, die de sekte der sadduceën vormde; ze waren jaloers, door en door.
18 ୧୮ ସେମନ୍ ପେରିତ୍ ସିସ୍ମନ୍କେ ଦାରି ବାନ୍ଦିକରି ବନ୍ଦିଗରେ ସଙ୍ଗଇଲାଇ ।
Ze sloegen de hand aan de apostelen, en wierpen ze in de openbare gevangenis.
19 ୧୯ ମାତର୍ ସେ ରାତି ମାପ୍ରୁର୍ ଗଟେକ୍ ଦୁତ୍ ବନ୍ଦିଗରର୍ କାପାଟ୍ ଉଗାଡିଦେଲା ଆରି ସେମନ୍କେ ମୁକ୍ଲାଇ ଆନି କଇଲା,
Maar een engel des Heren opende ‘s nachts de deuren der gevangenis, bracht hen naar buiten, en sprak:
20 ୨୦ “ଜା ଆରି ମନ୍ଦିରେ ଟିଆଅଇକରି ଲକ୍ମନ୍କେ ଏ ନୁଆ ଜିବନ୍ ବିସଇ ସବୁ କାତା କୁଆ ।”
Gaat heen, treedt op in de tempel, en verkondigt aan het volk al de woorden van deze levensleer.
21 ୨୧ ସିସ୍ମନ୍ ସେ ଦୁତର୍ କାତା ମାନି ସାକାଲ୍ ସାକାଲ୍ ମନ୍ଦିରେ ପୁରି ସିକିଆ ଦେବାର୍ ଦାର୍ଲାଇ । ବଡ୍ ପୁଜାରି, ତାକର୍ ସଙ୍ଗାରିମନ୍ ଆରି ଇସ୍ରାଏଲର୍ ପାର୍ଚିନ୍ମନ୍ ଗଟେକ୍ ପୁରା ସବା ପାଇ ଡାକାଇ ପାଟାଇଲାଇ । ତାର୍ ପଚେ ପେରିତ୍ ସିସ୍ମନ୍କେ ବନ୍ଦିଗରେ ଅନି ସବାଇ ଆନ୍ବାକେ ବନ୍ଦିଗରର୍ ଜାଗୁଆଲ୍ମନର୍ ମୁକିଆମନ୍କେ ଆଦେସ୍ ଦେଲାଇ ।
Ze gehoorzaamden, en gingen tegen de morgen naar de tempel, en gaven er onderricht. Intussen had de hogepriester met zijn partijgenoten de Hoge Raad bijeen geroepen met heel de senaat der Israëlieten, en liet men ze uit de kerker halen.
22 ୨୨ ମାତର୍ ସେ ମୁକିଆମନ୍ ବନ୍ଦିଗରେ କେଟ୍ଲାକେ ପେରିତ୍ମନ୍କେ ତେଇ ଦେକତ୍ନାଇ । ସେଟାର୍ପାଇ ସେମନ୍ ବଡ୍ସବାଇ ବାଉଡି ଆଇଲାଇ । ଆରି ଲକ୍ମନ୍କେ କଇଲାଇ,
Maar toen de dienaars daar kwamen, vonden ze hen niet in de kerker; ze keerden dus terug, om verslag uit te brengen,
23 ୨୩ “ଆମେ ବନ୍ଦି ଗରେ କେଟି ଦେକ୍ଲୁ ଜେ ଦୁଆର୍ ନିକସଙ୍ଗ୍ ଡାବି ଅଇରଇଲା । ଆରି ଜାଗୁଆଲ୍ମନ୍ ମିସା ଜାଗିରଇଲାଇ । ମାତର୍ କାପାଟ୍ ଉଗାଡ୍ଲା ପଚେ ଆମେ ବିତ୍ରେ କାକେ ମିସା ଦେକୁ ନାଇ ।”
en zeiden: We vonden de kerker met zorg gesloten, en de wachters voor de deur; maar na opening vonden we niemand daarbinnen.
24 ୨୪ ଏ କାତା ସୁନି ମୁକିଅ ପୁଜାରିମନ୍ ଆରି ମନ୍ଦିର୍ ଜାଗୁଆଲ୍ମନର୍ ଦାଇତେ ରଇଲା ଲକ୍ମନ୍ କାବାଅଇଗାଲାଇ । ପେରିତ୍ ସିସ୍ମନ୍କେ କାଇଟା ଅଇଲାଆଚେ ବଲି ସେମନ୍ ବୁଜି ନାପାର୍ଲାଇ ।
Toen de hoofdman der tempelwacht en de opperpriesters dit hoorden, vroegen ze zich verlegen af, wat dat betekenen moest.
25 ୨୫ ସେଡ୍କିବେଲେ ଗଟେକ୍ ଲକ୍ ଆସି କଇଲା “ସୁନା! ଜନ୍ ଲକ୍ମନ୍କେ ବନ୍ଦି ଗରେ ରକିରଇଲାସ୍, ସେମନ୍ ଏବେ ମନ୍ଦିରେ ଲକ୍ମନ୍କେ ସିକିଆ ଦେଲାଇନି ।”
Daar kwam iemand hun melden: Zie, de mannen, die gij in de gevangenis hebt geworpen, staan in de tempel, en onderrichten het volk.
26 ୨୬ ମନ୍ଦିରର୍ କାମ୍କରୁମନ୍ ଜାଗୁଆଲ୍ମନର୍ ସଙ୍ଗ୍ ଜାଇ ପେରିତ୍ ସିସ୍ମନ୍କେ ସୁତ୍ରାଇକରି ଆରିତରେକ୍ ଡାକିଆନ୍ଲାଇ । ସେମନ୍ ଡରାବିଡ୍ରା କରତ୍ ନାଇ । କାଇକେବଇଲେ ସେମନ୍କେ ଲକ୍ମନ୍ ପାକ୍ନାପୁକ୍ନି ମାର୍ବାଇ ବଲି ଡରିଜାଇତେରଇଲାଇ ।
Nu ging de hoofdman met de dienaars hen halen, maar zonder geweld te gebruiken; want ze waren bang, dat ze door het volk zouden worden gestenigd.
27 ୨୭ ପେରିତ୍ ସିସ୍ମନ୍କେ ବିତ୍ରେ ଡାକିଆନି ବଡ୍ସବାର୍ ମୁଆଟେ ଟିଆ କରାଇଲାଇ, ଆରି ବଡ୍ ପୁଜାରି ସେମନ୍କେ ପାଚାର୍ଲା ।
Ze leidden hen weg, en brachten ze voor de Hoge Raad. De hogepriester ondervroeg hen,
28 ୨୮ “ଏ ଜିସୁର୍ ନାଉଁ ଦାରି କାଇମିସା ସିକିଆ ନ ଦେବାକେ ତମ୍କେ ଡାଟ୍ ସଙ୍ଗ୍ ଆଦେସ୍ ଦେଇରଇଲୁ, ମାତର୍ ଦେକା, ତମେ କାଇଟା କରିଆଚାସ୍! ତମେ ଦେଇରଇବା ଏ ସିକିଆ ଜିରୁସାଲମେ ରଇଲା ଲକ୍ମନର୍ଟାନେ କେଟ୍ଲା ଆଚେ । ଆରି ତାର୍ ମରନ୍ ପାଇ ଆମ୍କେ ଦାଇ କର୍ବାକେ ଚେସ୍ଟା କଲାସ୍ନି!”
en sprak: We hebben u ten strengste verboden, in die Naam te onderrichten; en zie, gij hebt heel Jerusalem vervuld met uw leer, en wilt ons het bloed van dien mens ten laste leggen.
29 ୨୯ ପିତର୍ ଆରି ବିନ୍ ସିସ୍ମନ୍ କଇଲାଇ, “ଆମେ ତମର୍ ଆଦେସ୍ ମାନ୍ବା ବାଦୁଲେ ପର୍ମେସରର୍ ଆଦେସ୍ ମାନ୍ବୁ ।
Maar Petrus en de apostelen gaven ten antwoord: Men moet meer gehoorzaam zijn aan God, dan aan mensen.
30 ୩୦ ତମେ ଜିସୁକେ କୁର୍ସେ ଚଗାଇ ମରାଇଲାପଚେ, ଆମର୍ ଆନିଦାଦିମନର୍ ପର୍ମେସର୍ ତାକେ ମଲାଟାନେଅନି ଉଟାଇଲାଆଚେ ।
De God onzer vaderen heeft Jesus opgewekt, dien gij aan het kruis hebt geslagen, en gedood.
31 ୩୧ ଇସ୍ରାଏଲର୍ ଲକ୍ମନ୍ ତାକର୍ ପାପେଅନି ବାଅଡତ୍ ଆରି ପାପ୍ କେମା ଅଅତ୍ ବଲି ପର୍ମେସର୍ ତାକେ ତାର୍ ଉଜା ବାଟେ ବସାଇଆଚେ । ଜେନ୍ତିକି ସେ ଆମର୍ ସାସନ୍କାରିଆ ଆରି ରକିଆକର୍ବା ଲକ୍ ଅଇସି ।
Hem heeft God verheven aan zijn rechterhand als Leidsman en Verlosser, om aan Israël bekering te schenken en vergiffenis van zonden.
32 ୩୨ ଆମେ ଏ ସବୁ ବିସଇର୍ ସାକି ଆଚୁ । ଆରି ଜନ୍ ସୁକଲ୍ ଆତ୍ମାକେ ପର୍ମେସର୍ ତାକର୍ ଆଗିଆଁକାରିମନ୍କେ ଦାନ୍କଲାଆଚେ, ସେ ମିସା ଏଟାର୍ ସାକି ।”
En van deze dingen zijn wij de getuigen, maar ook de Heilige Geest, dien God heeft gegeven aan allen, die Hem gehoorzamen.
33 ୩୩ ବଡ୍ସବାର୍ ଲକ୍ମନ୍ ଏ କାତା ସୁନି ଏତେକ୍ ରିସାଅଇଗାଲାଇ ଜେ, ପେରିତ୍ମନ୍କେ ମରାଇବାକେ ମନ୍ କଲାଇ ।
Toen ze dit hoorden, werden ze woedend, en wilden hen doden.
34 ୩୪ ମାତର୍ ସେମନର୍ ବିତ୍ରେଅନି ଗମଲିଏଲ୍ ନାଉଁର୍ ଗଟେକ୍ ପାରୁସି ଲକ୍ ରଇଲା । ସେ ନିୟମ୍ ସିକାଇତେ ରଇଲା । ତାକେ ଲକ୍ମନ୍ ମାନିଅ କର୍ତେରଇଲାଇ । ସେ ବଡ୍ ସବାଇ ଟିଆଅଇ ପେରିତ୍ମନ୍କେ ଚନେକର୍ ପାଇ ବାଇରେ ନେବାକେ ଆଦେସ୍ ଦେଲା ।
Maar nu stond er in de vergadering een farizeër op, Gamáliël genaamd, een leraar der Wet, die door het hele volk werd vereerd; hij beval, de mannen even naar buiten te brengen.
35 ୩୫ ଆରି ବଡ୍ ସବାର୍ ଲକ୍ମନ୍କେ କଇଲା, “ଏ ଇସ୍ରାଏଲିୟ ବାଇମନ୍, ଏ ଲକ୍ମନ୍କେ ଜାଇଟା କର୍ବାକେ ଗାଲାସ୍ନି ଅଲପ୍ ବାବିଚିନ୍ତି କରି କରା ।
Toen sprak hij tot hen: Mannen van Israël, bedenkt goed, wat gij met deze mensen gaat doen.
36 ୩୬ ତମର୍ ମନେରଇସି, ଅଲପ୍ ଆଗ୍ତୁ ତିଉଦା ନାଉଁର୍ ଗଟେକ୍ ଲକ୍ ରମିୟମନର୍ ବିରୁଦେ ଉଟ୍ଲା । ସେ ନିଜେ ବଡ୍ଲକ୍ ବଲି ଲକ୍ମନ୍କେ କଇଲାକେ ତାର୍ ସଙ୍ଗ୍ ଚାରିସଅ ଲକ୍ ମିସି ରଇଲାଇ । ମାତର୍ ତାକେ ମରାଇଲାଇ, ତାର୍ପଚେ ତାର୍ସଙ୍ଗର୍ ଲକ୍ମନ୍ ଚିନ୍ବିନ୍ ଅଇଗାଲାଇ ଆରି ତାର୍ ଦଲ୍ ବୁଡିଗାଲା ।
Enige tijd geleden stond Teudas op, en gaf zich voor heel iets bijzonders uit; en ongeveer vierhonderd mannen sloten zich bij hem aan. Hij werd gedood, en al zijn aanhangers werden verstrooid en verdwenen.
37 ୩୭ ତାର୍ପଚେ ଗାଲିଲି ଅନି ଜିଉଦା ନାଉଁର୍ ଆରି ଗଟେକ୍ ଲକ୍ ରମିୟମନର୍ ବିରୁଦେ ଉଟ୍ଲା । ରମିୟ ସର୍କାର ଲକ୍ମନର୍ ନାଉଁ ଲେକାଇବା ବେଲେ ଏଟା ଅଇଲା । ବେସି ଲକ୍କେ ତାର୍ ଦଲେ ମିସାଇବାକେ ସୁତ୍ରାଇଲା । ମାତର୍ ତାକେ ମିସା ମରାଇଲାଇ । ଆରି ତାର୍ ସବୁ ସିସ୍ମନ୍ ଚିନ୍ବିନ୍ ଅଇଗାଲାଇ ।
Na hem, in de dagen der volkstelling stond Judas de Galileër op, en sleepte een grote menigte mee; ook hij vond de dood, en al zijn aanhangers werden verstrooid.
38 ୩୮ ସେଟାର୍ ପାଇ ଜିସୁର୍ ସିସ୍ମନର୍ ବିସଇ ମୁଇ ତମ୍କେ କଇଲିନି, ସେମନ୍ କର୍ବା କାମ୍ ତେବାଆ ନାଇ, ଚାଡିଦିଆସ୍ । ସେମନ୍ କର୍ବା କାମ୍ ଆରି ଜଜନା ଜଦି ଲକ୍ମନର୍ଟାନେଅନି ଆସିରଇସି, ତେବେ ସେମନ୍ ମିସା ଆରିଜିବାଇ ।
En daarom zeg ik u thans: Bemoeit u niet met deze lieden, en laat hen begaan. Want als dit plan of dit werk van mensen stamt, zal het mislukken.
39 ୩୯ ମାତର୍ ସେଟା ଜଦି ପର୍ମେସରର୍ଟାନେ ଆସିରଇସି ବଇଲେ, ତାକେ ତମେ ଦବାଇନାପାରାସ୍ । ସେତ୍କିଅନି ଡିସ୍ସି ଜେ ତମେ ପର୍ମେସରର୍ ବିରଦେ ଜୁଜ୍ଲାସ୍ନି ।” ବଡ୍ସବାର୍ ଲକ୍ମନ୍ ଗମଲିଏଲ୍ କଇଲା କାତା ମାନ୍ଲାଇ ।
Maar komt het van God, dan kunt gij het niet tegenhouden, of gij komt in verzet tegen God.
40 ୪୦ ସେମନ୍ ପେରିତ୍ ସିସ୍ମନ୍କେ ବଡ୍ସବାର୍ ବିତ୍ରେ ଆନ୍ବାକେ ଆଦେସ୍ ଦେଲାଇ । ଡାକିଆନିକରି ସେମନ୍କେ କର୍ଡା ସଙ୍ଗ୍ ମାରାଇଲାଇ । ଆରି ଜିସୁର୍ ନାଉଁଦାରି କାଇମିସା କାତା ନ କଇବାକେ ଆଦେସ୍ ଦେଇ ଚାଡିଦେଲାଇ ।
Men stemde hem toe. Ze riepen de apostelen binnen, lieten hen geselen, en verboden hun, in de naam van Jesus te spreken; toen liet men ze gaan.
41 ୪୧ ପେରିତ୍ ସିସ୍ମନ୍ ସାର୍ଦାସଙ୍ଗ୍ ବଡ୍ସବାଇଅନି ବାରଇଲାଇ, କାଇକେବଇଲେ ପର୍ମେସର୍ ଦେକ୍ବା ଇସାବେ ଜିସୁର୍ ସିସ୍ ଅଇକରି ଅପ୍ମାନ୍ ପାଇବାକେ ଅଦିକାର୍ ପାଇରଇଲାଇ ।
Ze gingen heen uit de Hoge Raad, verheugd, dat ze waardig waren bevonden, versmading te lijden voor de Naam.
42 ୪୨ ଆରି ସେମନ୍ ସବୁ ଦିନ୍ ମନ୍ଦିରେ ଆରି ଲକ୍ମନର୍ ଗରେ ଗରେ ମସିଅ ଜିସୁର୍ ବିସଇର୍ ସୁବ୍କବର୍ ଜାନାଇଲାଇ ଆରି ସିକିଆ ଦେବାର୍ ଦାର୍ଲାଇ ।
En ze hielden niet op, iedere dag opnieuw in de tempel en in de huizen te leren, en de blijde boodschap te preken, dat Jesus de Christus is.