< ପେରିତ୍ 7 >
1 ୧ ବଡ୍ ପୁଜାରି ତିପାନ୍କେ ପାଚାର୍ଲା, “ତର୍ ବିରୁଦେ କଇବା ଏ ସବୁ କାତା ସତ୍ କି?”
Men Ypperstepræsten sagde: „Forholder dette sig saaledes?”
2 ୨ ତିପାନ୍ କଇଲା, “ଇତି ରଇବା ମର୍ ବାଇମନ୍ ଆରି ବାବାମନ୍ ଅଲପ୍ ସୁନା, ଆମର୍ ଆନିଦାଦି ଅବ୍ରାଆମ୍ ଆରନେ ବାସା ଅଇବାକେ ଜିବା ଆଗ୍ତୁ ମଇମା କର୍ବା ପର୍ମେସର୍ ମେସପଟାମିଆଇ ଦେକାଇଅଇଲା ।”
Men han sagde: „I Mænd, Brødre og Fædre, hører til! Herlighedens Gud viste sig for vor Fader Abraham, da han var i Mesopotamien, førend han tog Bolig i Karan.
3 ୩ ଆରି ତାକେ କଇଲା, 'ତମର୍ ଦେସ୍ ଆରି ତମର୍ କୁଟୁମ୍କେ ଚାଡିକରି ମୁଇ ଜନ୍ ଦେସ୍ ଦେକାଇବି, ସେ ଦେସେ ଜା ।
Og han sagde til ham: „Gaa ud af dit Land og fra din Slægt, og kom til det Land, som jeg vil vise dig.”
4 ୪ ତେବର୍ପାଇ ସେ ତାର୍ ଦେସ୍ ଚାଡିକରି ଆରାନ୍ ନାଉଁର୍ ଗଟେକ୍ ଦେସେ ବାସା ଅଇବାକେ ଗାଲା । ଅବ୍ରାଆମର୍ ବାବା ମଲା ପଚେ, ପର୍ମେସର୍ ତାକେ, ତମେ ରଇବା ଏ ଦେସେ ଆନ୍ଲା ।
Da gik han ud fra Kaldæernes Land og tog Bolig i Karan; og efter hans Faders Død lod Gud ham flytte derfra hen i dette Land, hvor I nu bo.
5 ୫ ସେବେଲେ ପର୍ମେସର୍ ଅବ୍ରାଆମ୍କେ ଏ ଦେସେ କାଇ ଅଦିକାର୍ କି ପାଦେକ୍ ଜମି ମିସା ଦେଇ ନ ରଇଲା । ମାତର୍ ତାକେ ଏ ଦେସ୍ ପଚେ ଦେବାକେ ପର୍ମେସର୍ କାତାଦେଇରଇଲା । ଆରି ସେଟା ତାର୍ ନାତିତିତି ମନର୍ ପାଇ ଅଇସି ବଲି ସପତ୍ କଲା । ପର୍ମେସର୍ ଏ କାତା ଦେଇରଇଲା ବେଲେ ଅବ୍ରାଆମ୍କେ ପିଲାଟକି ନ ଅଇରଇଲା ।
Og han gav ham ikke Ejendom deri, end ikke en Fodsbred; dog forjættede han ham at give ham det til Eje og hans Sæd efter ham, endskønt han intet Barn havde.
6 ୬ ସେବେଲେ ପର୍ମେସର୍ ଅବ୍ରାଆମ୍କେ ଏନ୍ତିବଲି କଇରଇଲା, “ତମର୍ ନାତିତିତିମନ୍ ବିନ୍ ଦେସେ ଚାଲିସ୍ ବରସ୍ ଜାକ ଗତି ଅଇକରି ରଇବାଇ । ସେ ଦେସର୍ ଲକ୍ ସେମନ୍କେ କରାପ୍ ଚଲାଚଲ୍ତି ଦେକାଇବାଇ ।
Men Gud talte saaledes: „Hans Sæd skal være Udlændinge i et fremmed Land, og man skal gøre dem til Trælle og handle ilde med dem i fire Hundrede Aar.
7 ୭ ମାତର୍ ସେମନ୍ ଜନ୍ ଲକ୍ମନର୍ ସେବା କର୍ବାଇ, ମୁଇ ସେ ଲକ୍ମନ୍କେ ବିଚାର୍ କର୍ବି । ପଚେ ତମର୍ ନାତିତିତିମନ୍ ସେ ଦେସେଅନି ବାରଇ ଆଇବାଇ ଆରି ଏ ଜାଗାଇ ମର୍ ଉପାସନା କର୍ବାଇ ।”
Og det Folk, for hvilket de skulle trælle, vil jeg dømme, sagde Gud; og derefter skulle de drage ud og tjene mig paa dette Sted.”
8 ୮ ତାର୍ପଚେ ପର୍ମେସର୍ ଅବ୍ରାଆମର୍ ସଙ୍ଗ୍ କାତାଦେଇ ରଇବା ରାଜିନାମାର୍ ଚିନ୍ ଇସାବେ ସୁନତ୍ କର୍ବା ବିଦି ତିଆର୍ କଲା । ଇସାକ୍ ଜନମ୍ ଅଇ ଆଟ୍ଦିନ୍ ପଚେ ଅବ୍ରାଆମ୍ ତାକେ ସୁନତ୍ କଲା । ପଚେ ଇସାକ୍ ତାର୍ ପଅ ଜାକୁବ୍କେ ସେନ୍ତାରି କଲା । ସେନ୍ତାରିସେ ଜାକୁବ୍ ତାର୍ ବାର୍ଟା ପଅମନ୍କେ ସୁନତ୍ କଲା, ଜନ୍ ଲକ୍ମନ୍ କି ଆମର୍ ଡାକ୍ପୁଟା ସଙ୍ଗ୍ ରଇବା ଆନିଦାଦିମନ୍ ।
Og han gav ham Omskærelsens Pagt. Og saa avlede han Isak og omskar ham den ottende Dag, og Isak avlede Jakob, og Jakob de tolv Patriarker.
9 ୯ “ଜାକୁବର୍ ପଅମନ୍ ତାକର୍ ସାନ୍ ବାଇ ଜସେପ୍କେ ଇଁସା ଅଇକରି, ମିସର୍ ଦେସର୍ ବେବାରିମନ୍କେ ବିକିଦେଲାଇ । ମାତର୍ ପର୍ମେସର୍ ଜସେପର୍ ସଙ୍ଗ୍ ରଇଲା ।
Og Patriarkerne bare Avind imod Josef og solgte ham til Ægypten; og Gud var med ham,
10 ୧୦ ଆରି ସବୁ ଦୁକ୍ କସ୍ଟତେଇଅନି ତାକେ ରକିଆ କଲା । ଜେଡେବେଲେ ଜସେପ୍ ମିସର୍ ରାଜାର୍ ମୁଆଟେ ଟିଆଅଇଲା, ପର୍ମେସର୍ ତାକେ ଗିଆନ୍ ଦେଲା । ଆରି ସବୁଲକ୍ ମନ୍କଲାପାରା ଚଲାଚଲ୍ତି ଦେଲା । ପାର ରାଜା ଜସେପ୍କେ ସେ ଦେସର୍ ସାସନ୍କାରିଆ ଆରି ତାର୍ କୁଟୁମର୍ ସବୁ ଦେକାରକା କର୍ବା ଦାଇତ୍ ସର୍ପି ଦେଲା ।
og han udfriede ham af alle hans Trængsler og gav ham Naade og Visdom for Farao, Kongen i Ægypten, som satte ham til Øverste over Ægypten og over hele sit Hus.
11 ୧୧ ଜସେପ୍ ସାସନ୍କାରିଆ ରଇଲାବେଲେ ମିସର୍ ଆରି କିଣାନ୍ ଦେସେ ମର୍ଡି ଅଇଲା ଜେ ଲକ୍ମନ୍ ବେସି ଅଇରାନ୍ ଅଇଗାଲାଇ । ସେବେଲେ ଆମର୍ ଆନିଦାଦିମନ୍କେ କାଇଟା ମିସା କାଇବାଟା ମିଲେନାଇ ।
Men der kom Hungersnød over hele Ægypten og Kanaan og en stor Trængsel, og vore Fædre fandt ikke Føde.
12 ୧୨ ମିସର୍ ଦେସେ ଦାନ୍ ମିଲ୍ସି, ବଲି ସୁନି ଜାକୁବ୍ ପର୍ତୁମ୍ତର୍ ତାର୍ ପିଲାମନ୍କେ କାଦି ଗେନ୍ବାକେ ପାଟାଇଲା । ଜେକି ଆମର୍ ଆନିଦାଦିମନ୍ ଅଇବାଇ ।
Men da Jakob hørte, at der var Korn i Ægypten, sendte han vore Fædre ud første Gang.
13 ୧୩ ତେଇ ସେମନ୍ ପଚର୍ ପାଲି ଗାଲାବେଲେ ଜସେପ୍ ତାର୍ ନିଜର୍ ବାଇମନ୍କେ ଚିନାଇ ଅଇଲା ଆରି ମିସରର୍ ରାଜା ପାର ଜସେପର୍ କୁଟୁମ୍କେ ଜାନ୍ଲା ।
Og anden Gang blev Josef genkendt af sine Brødre, og Josefs Herkomst blev aabenbar for Farao.
14 ୧୪ ତାର୍ ପଚେ ଜସେପ୍ ତାର୍ ବାବା ଜାକୁବ୍ ଆରି ତାର୍ କୁଟୁମର୍ ସବୁକେ ମିସାଇ ସତୁରି ପାଁଚ୍ ଲକ୍କେ ମିସରେ ଆଇବାକେ କବର୍ ପାଟାଇଲା ।
Men Josef sendte Bud og lod sin Fader Jakob og al sin Slægt kalde til sig, fem og halvfjerdsindstyve Sjæle.
15 ୧୫ ଜାକୁବ୍ ମିସର୍ ଦେସେ ଗାଲା, ତେଇ ସେ, ତାର୍ ପଅମନର୍ ମରନ୍ ଅଇଲା ।
Og Jakob drog ned til Ægypten. Og han og vore Fædre døde,
16 ୧୬ ସେମନର୍ ମଲା ଗାଗଡ୍ ସେକିମେ ନେଲାଇ । ଆରି ଅବ୍ରାଆମ୍ କେତେକ୍ ଡାବୁଦେଇ ଆମ୍ ନାଉଁର୍ ଗଟେକ୍ କୁଟୁମେ ଅନି ଗେନ୍ଲା ମସ୍ନେ ନେଇ ସେମନ୍କେ ସଙ୍ଗଇଲାଇ ।”
og de bleve flyttede til Sikem og lagte i den Grav, som Abraham havde købt for en Sum Penge af Hemors Sønner i Sikem.
17 ୧୭ ପର୍ମେସର୍ ଅବ୍ରାଆମ୍ ଜନ୍ ସପତ୍ ଦେଇ ରଇଲା ସେଟା ସିଦ୍ଅଇଲା । ମିସର୍ଦେସେ ଆମର୍ ଜାତିର୍ ଲକ୍ମନ୍ ବେସି ବଡି ଗାଲାଇ ।
Som nu Tiden nærmede sig for den Forjættelse, Gud havde tilsagt Abraham, voksede Folket og formeredes i Ægypten,
18 ୧୮ ସାରାସାରି, ଜସେପର୍ ବିସଇ ଜାନି ନ ରଇବା ଗଟେକ୍ ରାଜା, ମିସର୍ ଦେସ୍ ସାସନ୍ କଲା ।
indtil der fremstod en anden Konge, som ikke kendte Josef.
19 ୧୯ ସେ ଆମର୍ ଆନିଦାଦିମନ୍କେ ବେସି ନାଡାଇଲା । ଆରି ବେସି ଅଇରାନ୍ କଲା । ସେମନର୍ କଅଁଲା ପିଲାମନ୍କେ ନିପାତ୍ କରି ବାଇରେ ପିଙ୍ଗି ଦେବାକେ ଆଦେସ୍ ଦେଲା ।
Han viste Træskhed imod vor Slægt og handlede ilde med vore Fædre, saa de maatte sætte deres smaa Børn ud, for at de ikke skulde holdes i Live.
20 ୨୦ ସେ ବେଲାଇ ମସା ଜନମ୍ ଅଇଲା । ସେ ଗଟେକ୍ ବେସି ସୁନ୍ଦର୍ ପିଲା ରଇଲା । ତାକେ ତିନ୍ ମାସ୍ ଜାକ ଗରେସେ ପସ୍ଲାଇ ।
Paa den Tid blev Moses født, og han var dejlig for Gud; han blev opfostret i tre Maaneder i sin Faders Hus.
21 ୨୧ ଆରି ଜେଡେବେଲେ ବାଇରେ ଲୁଚାଇଦେଲାଇ, ପାର ରାଜାର୍ କନିଆ ତାକେ ମିଲାଇକରି ନିଜର୍ ପିଲାପାରା ପସ୍ପାଲ୍ କଲା ।
Men da han var sat ud, tog Faraos Datter ham op og opfostrede ham til sin Søn.
22 ୨୨ ମିସର୍ ଦେସେ ଜେତ୍କି ଗିଆନ୍ ରଇଲା, ସେ ସବୁ ଗିଆନ୍ ମସାକେ ସିକାଇଲାଇ । ସେ ବଡିକରି ତାର୍ କାତାବାର୍ତା ଆରି କାମର୍ ଲାଗି ଗଟେକ୍ ଡାକ୍ପୁଟା ଲକ୍ ବଲାଇଅଇଲା ।
Og Moses blev oplært i al Ægypternes Visdom; og han var mægtig i sine Ord og Gerninger.
23 ୨୩ ଜେଡେବେଲେ ମସାକେ ଚାଲିସ୍ ବରସ୍ ଅଇଲା, ସେ ତାର୍ ଇସ୍ରାଏଲର୍ ବାଇମନ୍ କାମ୍ କର୍ବା ଜାଗା ଦେକ୍ବାକେ ମନ୍କଲା ।
Men da han blev fyrretyve Aar gammel, fik han i Sinde at besøge sine Brødre, Israels Børn.
24 ୨୪ ଇସ୍ରାଏଲିଅ ମନର୍ ବିତ୍ରେଅନି ଗଟେକ୍କେ ମିସରିୟର୍ ଗଟେକ୍ ଲକ୍ ସାଦ୍ବାନ୍ଦ୍ କର୍ବାଟା ଦେକି ମସା ତାକେ ରକିଆ କଲା । ଆରି ସେ କର୍ବାଟା ସୁଜାଇବି ବଲି ମିସରିଅକେ ସେ ମରାଇଲା ।
Og da han saa en lide Uret, forsvarede han ham og hævnede den mishandlede, idet han slog Ægypteren ihjel.
25 ୨୫ ମସା ବାବିରଇଲା, ସେମନ୍କେ ମୁକ୍ଲାଇବାକେ ପର୍ମେସର୍ ତାକେ ବାଚ୍ଲାଆଚେ ବଲି ତାର୍ ନିଜର୍ ବାଇମନ୍ ଏତାଇବାଇ । ମାତର୍ ସେମନ୍ ସେଟା ବୁଜତ୍ନାଇ ।
Men han mente, at hans Brødre forstode, at Gud gav dem Frelse ved hans Haand; men de forstode det ikke.
26 ୨୬ ତାର୍ ଆର୍କର୍ ଦିନେ ଦୁଇଟା ଇସ୍ରାଏଲିଅ ମନ୍ ମାରାମାରି ଅଇତେରଇବାଟା ଦେକ୍ଲା । ଆରି ସେମନ୍ ମିସତ୍ ବଲି ବୁଜାଇବାକେ ଚେସ୍ଟା କଲା । ସେ କଇଲା, “ସୁନା ତମେ ଦୁଇ ଲକ୍ତା ଇସ୍ରାଏଲର୍ ବାଇବାଇ ଅଇସା । କାଇକେ ଏନ୍ତାରି ମାରାମାରି ଅଇଲାସ୍ନି?”
Og den næste Dag viste han sig iblandt dem under en Strid og vilde forlige dem til at holde Fred, sigende: „I Mænd! I ere Brødre, hvorfor gøre I hinanden Uret?”
27 ୨୭ ମାତର୍ ଜନ୍ ଲକ୍ ଆରିଗଟେକ୍ ଲକ୍କେ କାରାପ୍ କାତା କଇ ଲାଗ୍ତେରଇଲା, ସେ ମସାକେ ଏଡାଇଦେଇ କଇଲା, “ଆମ୍କେ ସାସନ୍ କର୍ବାକେ ଆରି ଆମ୍କେ ବିଚାର୍ କର୍ବା ଅଦିକାର୍, କେ ତକେ ଦେଇଆଚେ?
Men den, som gjorde sin Næste Uret, stødte ham fra sig og sagde: „Hvem har sat dig til Hersker og Dommer over os?
28 ୨୮ କାଲି ଜେନ୍ତି ଗଟେକ୍ ମିସରିୟକେ ମରାଇଲୁସ୍, ସେନ୍ତି ମକେ ମିସା ମରାଇବାକେ ମନ୍ କଲୁସ୍ନି କି?”
Vil du slaa mig ihjel, ligesom du i Gaar slog Ægypteren ihjel?”
29 ୨୯ ଏଟା ସୁନିକରି ମସା ମିସର୍ଦେସେଅନି ଉଟିପାଲାଇଲା ଆରି ମିଦିଅନ୍ ଦେସେ ଜାଇ ବାସାକଲା । ତେଇ କେତେ ବରସ୍ ରଇକରି ଆରି ତାର୍ ଦୁଇଟା ପିଲା ଜନମ୍ ଅଇଲାଇ ।
Da flygtede Moses for denne Tales Skyld og boede som fremmed i Midians Land, hvor han avlede to Sønner.
30 ୩୦ “ଚାଲିସ୍ ବରସ୍ ରଇଲା ପଚେ, ମରୁବାଲି ରଇବା ଜାଗାର୍ ସିନୟ ନାଉଁର୍ ପର୍ବତେ ଗଟେକ୍ ଜଇ ଲାଗ୍ବା ବୁଟାର୍ ମଜାଇ ପର୍ମେସରର୍ ଗଟେକ୍ ଦୁତ୍, ମସାକେ ଦେକାଇ ଅଇଲା ।”
Og efter fyrretyve Aars Forløb viste en Engel sig for ham i Sinai Bjergs Ørken i en Tornebusk, der stod i lys Lue.
31 ୩୧ ମସା ଏଟା ଦେକି ବେସି କାବା ଅଇଗାଲା, ଆରି କଣ୍ଡେକ୍ ନିକକରି ଦେକ୍ବି ବଲି ବୁଟା ଲଗେ ଗାଲା । ମାତର୍ ତେଇ ସେ ମାପ୍ରୁର୍ କାତା ସୁନ୍ଲା ।
Men da Moses saa det, undrede han sig over Synet, og da han gik hen for at betragte det, lød Herrens Røst til ham:
32 ୩୨ “ମୁଇ ତମର୍ ଆନିଦାଦି ଅବ୍ରାଆମ୍, ଇସାକ୍ ଆରି ଜାକୁବର୍ ପର୍ମେସର୍ ।” ମସା ଡରିକରି ତର୍ତର୍ ଗଜ୍ଗଜ୍ ଅଇ ଦେକ୍ବାର୍ ନାପାର୍ଲା ।
„Jeg er dine Fædres Gud, Abrahams og Isaks og Jakobs Gud.” Da bævede Moses og turde ikke se derhen.
33 ୩୩ ମାପ୍ରୁ ତାକେ କଇଲା, “ତୁଇ ପିନ୍ଦିରଇବା ପାଣ୍ଡଇ ବେଟ୍ । କାଇକେବଇଲେ ତୁଇ ଜନ୍ ଜାଗାଇ ଟିଆଅଇଆଚୁସ୍, ସେଟା ସୁକ୍ଲା ଜାଗା ।
Men Herren sagde til ham: „Løs Skoene af dine Fødder; thi det Sted, som du staar paa, er hellig Jord.
34 ୩୪ ମିସର୍ ଦେସେ ମର୍ ଲକ୍ମନ୍ କସ୍ଟ ଅଇବାଟା ଦେକିଆଚି । ମୁଇ ସେମନର୍ କାନ୍ଦାବୁବା ସୁନିଆଚି ଆରି ସେମନ୍କେ ମୁକ୍ଲାଇ ଆନ୍ବାକେ ଉତ୍ରି ଆଇଲିଆଚି । ଏବେ ଆଉ, ମୁଇ ତକେ ମିସର୍ ଦେସେ ପାଟାଇବି ।”
Jeg har grant set mit Folks Mishandling i Ægypten og hørt deres Suk, og jeg er stegen ned for at udfri dem; og nu kom, lad mig sende dig til Ægypten!”
35 ୩୫ ମସାକେ ଇସ୍ରାଏଲର୍ ଲକ୍ମନ୍ ନିଚ୍ତେରଇଲାଇ । ସେମନ୍ ପାଚାରି ରଇଲାଇ, “ଆମ୍କେ ସାସନ୍ କର୍ବାକେ ଆରି ଆମ୍କେ ବିଚାର୍ କର୍ବାକେ କେ ଅଦିକାର୍ ଦେଇଆଚେ?” ମାତର୍ ପର୍ମେସର୍ ଆକା ନିଜେ ମସାକେ ସେ ଲକ୍ମନର୍ ଉପ୍ରେ ସାସନ୍ କର୍ବାକେ ଆରି ସେମନ୍କେ ମୁକ୍ଲାଇ ଆନ୍ବାକେ ପାଟାଇରଇଲା । ଜଇଲାଗ୍ବା ବୁଟାଇ ଦର୍ସନ୍ ଇସାବେ ଦେକାଇଅଇଲା ।
Denne Moses, hvem de fornægtede, idet de sagde: „Hvem har sat dig til Hersker og Dommer,” ham har Gud sendt til at være baade Hersker og Befrier ved den Engels Haand, som viste sig for ham i Tornebusken.
36 ୩୬ ମିସର୍ ଦେସେ, ଲଇତ୍ ସାଗରେ ଆରି ଚାଲିସ୍ ବରସ୍ ମରୁବାଲି ବୁଏଁ କେତେକ୍ କେତେକ୍ କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ କଲା ।
Ham var det, som førte dem ud, idet han gjorde Undere og Tegn i Ægyptens Land og i det røde Hav og i Ørkenen i fyrretyve Aar.
37 ୩୭ ମସା ନିଜେ ଇସ୍ରାଏଲର୍ ଲକ୍ମନ୍କେ କଇରଇଲା, “ମକେ ଜେନ୍ତି ପର୍ମେସର୍ ପାଟାଇଲା । ସେନ୍ତାରିସେ ତମର୍ ବାଇମନର୍ ଲଗେ ଗଟେକ୍ ବବିସତ୍ବକ୍ତାକେ ପାଟାଇସି, ସେ ତମର୍ ନିଜର୍ ଲକ୍ମନର୍ ଟାନେଅନିସେ ଅଇସି ।”
Han er den Moses, som sagde til Israels Børn: „En Profet skal Gud oprejse eder af eders Brødre ligesom mig.”
38 ୩୮ “ଇସ୍ରାଏଲିଅ ଲକ୍ମନ୍ ମରୁବାଲି ବୁଏଁ ରଇଲାବେଲେ ସେ ସେମନର୍ ସଙ୍ଗ୍ ରଇଲା । ସିନୟ ପର୍ବତେ ଆମର୍ ଆନିଦାଦିମନର୍ ସଙ୍ଗ୍ ଦୁତ୍ କାତା ଅଇଲାବେଲେ ସେ ରଇଲା । ଆରି ସେ ପର୍ମେସର୍ଟାନେଅନି ଜିବନ୍ ଦେବା ବାକିଅ ମିଲାଇକରି ଆମ୍କେ ଜାନାଇଲା ।”
Han er den, som i Menigheden i Ørkenen færdedes med Engelen, der talte til ham paa Sinai Bjerg, og med vore Fædre; den, som modtog levende Ord at give os;
39 ୩୯ “ମାତର୍ ଆମର୍ ପୁର୍ବର୍ ଆନିଦାଦିମନ୍ ମସାର୍ କାତା ସୁନତ୍ ନାଇ । ମିସର୍ ଦେସେ ବାଉଡି ଜୁ ବଲି ମନ୍କଲାଇ ।”
hvem vore Fædre ikke vilde adlyde, men de stødte ham fra sig og vendte sig med deres Hjerter til Ægypten, idet de sagde til Aron:
40 ୪୦ ସେଟାର୍ପାଇ ସେମନ୍ ଆରଣ୍କେ କଇଲାଇ, “ଆମ୍କେ ମିସର୍ ଦେସେଅନି ବାର୍କରାଇ ଆନ୍ଲା ମସା କେନେ ଗାଲାଆଲେ, ଆମେ ନାଜାନୁ । ଏବେ ଆମ୍କେ ବାଟ୍ ଦେକାଇ ନେବାକେ କେତେଟା ପୁତ୍ଲା ବନାଇ ଦେ । ସେମନ୍ ଆମର୍ ଦେବ୍ତା ଅଇ ବାଟ୍ଦେକାଇବାଇ ।”
„Gør os Guder, som kunne gaa foran os; thi vi vide ikke, hvad der er sket med denne Moses, som førte os ud af Ægyptens Land.”
41 ୪୧ ସେବେଲେ ସେମନ୍ ତେଇ ଗଟେକ୍ ବାଚାପିଲା ପାରା ଡିସ୍ବା ପୁତ୍ଲା ତିଆର୍କଲାଇ । ଆରି ତାର୍ଲାଗି ପୁଜାକରୁ ବଲି ଚଗାଇଲାଇ । ଆରି ନିଜେ ତିଆର୍ କରିରଇବା ସେ ମୁର୍ତିକେ ସନ୍ମାନ୍ ଦେବାକେ ଗଟେକ୍ ବଜି କଲାଇ ।
Og de gjorde en Kalv i de Dage og bragte Offer til Gudebilledet og frydede sig ved deres Hænders Gerninger.
42 ୪୨ ସେଟାର୍ପାଇ ପର୍ମେସର୍ ସେମନ୍କେ ଦେକେନାଇ ଆରି ସେମନ୍କେ, ଆକାସର୍ ତାରାମନ୍ ପୁଜା କରତ୍ ବଲି ଚାଡିଦେଲା । ଏ ବିସଇ ବବିସତ୍ବକ୍ତାର୍ ବଇଟାନେ ଲେକା ଆଚେ, “ଏ ଇସ୍ରାଏଲ୍ ବଁସର୍ ଲକ୍ମନ୍, ମରୁବାଲି ବୁଏଁ ଚାଲିସ୍ବରସ୍ ଜାକ ତମେ ପସୁମନ୍କେ ମରାଇକରି ବଲି ଇସାବେ ଦେଲାସ୍ । ମାତର୍ ସେଟା ମର୍ପାଇ ଦେଇ ନ ରଇଲାସ୍ ।
Men Gud vendte sig fra dem og gav dem hen til at tjene Himmelens Hær, som der er skrevet i Profeternes Bog: „Have I vel, Israels Hus! bragt mig Slagtofre og andre Ofre i fyrretyve Aar i Ørkenen?
43 ୪୩ ମଲେକ୍ ପୁତ୍ଲାକେ ପର୍ମେସର୍ ବଲି ତାର୍ ତମୁ ଗଟେକ୍ ଜାଗାଇଅନି ଆରିଗଟେକ୍ ଜାଗାଇ ବଇନେଲାସ୍ । ରେପାନ୍ ତାରାର୍ ପୁତ୍ଲା ମିସା ଗଟେକ୍ ଜାଗାଇଅନି ଆରିଗଟେକ୍ ଜାଗାଇ ବଇନେଲାସ୍ । ଏ ସବୁଜାକ ପୁତ୍ଲାମନ୍କେ ତମେ ପୁଜାବିଦି କର୍ବାକେ ବନାଇରଇଲାସ୍ । ସେଟାର୍ପାଇ ମୁଇ ତମ୍କେ ତମର୍ ନିଜର୍ ଦେସେଅନି ବାବିଲନ୍ ଦେସର୍ ତେନ୍କେ ନେବାକେ ଜଜ୍ନା କର୍ବି ।”
Og I bare Moloks Telt og Guden Remfans Stjerne, de Billeder, som I havde gjort for at tilbede dem; og jeg vil flytte eder bort hinsides Babylon.”
44 ୪୪ ତିପାନ୍ ଆରି କଇଲା, “ମରୁବାଲିବୁଏଁ ଆମର୍ ଆନିଦାଦିମନ୍ ରଇଲାବେଲେ ପର୍ମେସର୍ ସେମନ୍କେ ଲେକି ଦେଇରଇବା ନିୟମ୍ ମନ୍ ବିତ୍ରେ ରଇଲା । ସେଟା ପର୍ମେସର୍ ମସାକେ ଜେନ୍ତି ତମୁ ତିଆର୍ କର୍ବାକେ କଇରଇଲା, ଆରି ତାକେ ଜନ୍ କାମ୍ ଦେକାଇ ରଇଲା, ଏଟା ସେନ୍ତାରିସେ ତିଆର୍ ଅଇରଇଲା ।”
Vore Fædre i Ørkenen havde Vidnesbyrdets Tabernakel, saaledes som han, der talte til Moses, havde befalet at gøre det efter det Forbillede, som han havde set.
45 ୪୫ “ପଚେ ଆମର୍ ଆନିଦାଦିମନ୍ ସେମନର୍ ଆନିଦାଦିମନର୍ ଟାନେଅନି ମିଲାଇକରି ସେ ତୁମ୍ ଜିଅସୁଅ ସଙ୍ଗ୍ ବଇ ଦାରିଗାଲାଇ । ଆରି ପର୍ମେସର୍ ବାର୍କରାଇ କେଦି ରଇବା ବିନ୍ ଜାତିମନର୍ ଦେସ୍, ସେମନ୍ ଅଦିକାର୍ କଲାଇ । ଦାଉଦର୍ ସାସନ୍ ବେଲେ ଜାକ ସେ ତମୁ ତେଇସେ ରଇଲା ।
Dette toge ogsaa vore Fædre i Arv og bragte det under Josva ind i Landet, som Hedningerne besade, hvilke Gud fordrev fra vore Fædres Aasyn — indtil Davids Dage,
46 ୪୬ ଦାଉଦ୍ ପର୍ମେସରର୍ ମନ୍କେ ଜାଇରଇଲାଜେ ଜାକୁବର୍ ପର୍ମେସରର୍ ପାଇ ଗଟେକ୍ ମନ୍ଦିର୍ ତିଆର୍ କର୍ବି ବଲି ତାର୍ ଆଦେସ୍ ପାଇବାକେ ମନ୍ କର୍ତେ ରଇଲା ।
som fandt Naade for Gud og bad om at maatte finde en Bolig for Jakobs Gud.
47 ୪୭ ପଚେ ସେ ମନ୍ଦିର୍ ଦାଉଦର୍ ପଅ ସଲ୍ମନ୍ ତିଆର୍ କର ବଲି ମନ୍କଲା ।”
Men Salomon byggede ham et Hus.
48 ୪୮ ଅଇଲେ ମିସା ସବୁର୍ ଉପ୍ରର୍ ପର୍ମେସର୍ ଲକ୍ମନ୍ ତିଆର୍ କଲା ଗରେ ବାସା ନ କରେ । ଏ ବିସଇ ବବିସତ୍ବକ୍ତା ଲେକ୍ଲା ଆଚେ,
Dog, den Højeste bor ikke i Huse gjorte med Hænder, som Profeten siger:
49 ୪୯ ମାପ୍ରୁ କଇଲାନି, ସରଗ୍ ମର୍ ବସ୍ବା ଜାଗା ଦର୍ତନି ଅଇଲାନି ମର୍ ପାଦର୍ ପିଡା । ତମେ ମର୍ପାଇ କେନ୍ତାରି ଗର୍ ତିଆର୍ କର୍ସା? ମୁଇ ପୁଣ୍ଡ୍ବାକେ କନ୍ତି ଜାଗା ଆଚେ କି?
„Himmelen er min Trone, og Jorden mine Fødders Skammel, hvad Hus ville I bygge mig? siger Herren, eller hvilket er min Hviles Sted?
50 ୫୦ “ମୁଇ ନିଜେ କାଇ ଏ ସବୁ ବିସଇ ତିଆର୍ କରି ନାଇ କି?”
Har ikke min Haand gjort alt dette?”
51 ୫୧ ତିପାନ୍ ଆରି କଇଲା, “ତମେ ବିଲ୍କୁଲ୍ କାତା ନ ମାନ୍ବା ଲକ୍ମନ୍ ।” ତମର୍ ମନ୍ ଡାଟ୍ ଅଇଗାଲା ଆଚେ । ମାପ୍ରୁର୍ ବାକିଅର୍ପାଇ ପୁରାପୁରୁନ୍ ବଇରା ଅଇଆଚାସ୍ । ତମେ ସମାନ୍ ତମର୍ ଆନିଦାଦିମନର୍ ପାରା । ସବୁବେଲେ ସୁକଲ୍ ଆତ୍ମାକେ ବିରୁଦ୍ କଲାସ୍ନି ।
I haarde Halse og uomskaarne paa Hjerter og Øren! I staa altid den Helligaand imod; som eders Fædre, saaledes ogsaa I.
52 ୫୨ ତମର୍ ଆନିଦାଦିମନ୍ ବବିସତ୍ବକ୍ତାମନ୍କେ ନ ସାଦିକରି ଚାଡିରଇଲାଇ କି? ମସିଅ ଆଇସି ବଲି କେତେ କେତେ ବରସ୍ ଆଗ୍ତୁ ଜାନାଇବା ପର୍ମେସରର୍ କାତାଜାନାଉମନ୍କେ ମରାଇଲାଇ । ଏବେ ତମେ ତାକେ ବିସ୍ବାସେ ବିସ୍ ଦେଲାପାରା କରି ମରାଇଆଚାସ୍ ।
Hvem af Profeterne er der, som eders Fædre ikke have forfulgt? og de ihjelsloge dem, som forud forkyndte om den retfærdiges Komme, hvis Forrædere og Mordere I nu ere blevne,
53 ୫୩ ତମେ ସରଗର୍ ଦୁତ୍ମନ୍ ଜାନାଇରଇବା ରିତିନିତି ଦାରିଆଚାସ୍ । ମାତର୍ ସେଟା ମାନାସ୍ ନାଇ ।
I, som modtoge Loven under Engles Besørgelse og have ikke holdt den!”
54 ୫୪ ବଡ୍ ସବାର୍ ଲକ୍ମନ୍ ତିପାନ୍ କାତା ଅଇବାଟା ସୁନିକରି ବେସି ରିସା ଅଇଗାଲାଇ ଆରି ରିସାର୍ ମାଡେ ଦାତ୍ କାତ୍ରି ଅଇଲାଇ ।
Men da de hørte dette, skar det dem i deres Hjerter, og de bede Tænderne sammen imod ham.
55 ୫୫ ମାତର୍ ତିପାନ୍ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ସରଗ୍ ବାଟେ ମୁ କଲା । ଆରି ପର୍ମେସରର୍ ମଇମା ଆରି ଜିସୁ ତାର୍ ଉଜାବାଟେ ଟିଆଅଇରଇବାଟା ଦେକ୍ଲା ।
Men som han var fuld af den Helligaand, stirrede han op imod Himmelen og saa Guds Herlighed og Jesus staaende ved Guds højre Haand.
56 ୫୬ ତିପାନ୍ କଇଲା, “ଏଦେ ଦେକା! ସରଗ୍ ଉଗାଡି ଅଇବାଟା ଆରି ନର୍ପିଲା ପର୍ମେସରର୍ ଉଜାବାଟେ ଟିଆ ଅଇରଇବାଟା ଦେକ୍ଲିନି ।”
Og han sagde: „Se, jeg ser Himlene aabnede og Menneskesønnen staaende ved Guds højre Haand.”
57 ୫୭ ବଡ୍ ସବାର୍ ଲକ୍ମନ୍ ସେ କାତା ସୁନିକରି ଆତ୍ ସଙ୍ଗ୍ କାନେ ଚୁଟିଅଇଦେଲାଇ, ଆରି ବେସି ଆଉଲିଅଇଲାଇ । ତାର୍ପଚେ ସବୁଲକ୍ ଗଟେକ୍ ଅଇକରି ତିପାନର୍ ବାଟେ ଉଦ୍ଲି ଆଇଲାଇ ।
Men de raabte med høj Røst og holdt for deres Øren og stormede endrægtigt ind paa ham.
58 ୫୮ ତାକେ ନଅରର୍ ବାଇରେ ଜିକିନେଇକରି ତାର୍ ଉପ୍ରେ ପାକ୍ନା ସଙ୍ଗ୍ ମାର୍ବାର୍ ଦାର୍ଲାଇ । ସାକି ଦେଉମନ୍ ତିପାନ୍ ପିନ୍ଦିରଇଲା ବସ୍ତର୍ ସାଉଲ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାକେ ଜିମାଦେଇ ଚାଡି ଜାଇରଇଲାଇ ।
Og de stødte ham ud uden for Staden og stenede ham. Og Vidnerne lagde deres Klæder af ved en ung Mands Fødder, som hed Saulus.
59 ୫୯ ସେମନ୍ ତିପାନର୍ ଉପ୍ରେ ପାକ୍ନା ମାର୍ବା ବେଲେ ସେ ମାପ୍ରୁକେ ପାର୍ତନା କରି କଇଲା, “ମାପ୍ରୁ ଜିସୁ, ମର୍ ଆତ୍ମାକେ ସଙ୍ଗୁଆ!”
Og de stenede Stefanus, som bad og sagde: „Herre Jesus, tag imod min Aand!”
60 ୬୦ ତିପାନ୍ ମାଣ୍ଡିକୁଟା ଦେଇ ଆକ୍ମାରି କଇଲା, “ମାପ୍ରୁ, ଏମନର୍ ବିରଦେ ଏ ପାପ୍ ଆରି ଏତାଆ ନାଇ କି ଡଣ୍ଡ୍ ଦିଆସ୍ନାଇ ।” ଏତ୍କି କଇଲା ଦାପ୍ରେ ତାର୍ ଜିବନ୍ ଚାଡିଗାଲା ।
Men han faldt paa Knæ og raabte med høj Røst: „Herre, tilregn dem ikke denne Synd!” Og som han sagde dette, sov han hen.