< ପେରିତ୍ 9 >
1 ୧ ସେ ସବୁ ଗଟ୍ବା ବେଲେ, ସାଉଲ୍ ମାପ୍ରୁର୍ ସିସ୍ମନ୍କେ ମରାଇଦେବି ବଲି ଦମ୍କାଇତେ ରଇଲା । ସେ ବଡ୍ ପୁଜାରିର୍ ଲଗେ ଗାଲା ।
और साऊल जो अभी तक ख़ुदावन्द के शागिर्दों को धमकाने और क़त्ल करने की धुन में था। सरदार काहिन के पास गया।
2 ୨ ଜାଇକରି ଦାମାସ୍କାସେ ଜିଉଦିମନର୍ ପାର୍ତନା ଗରେ ଦେବାକେ ଅଦିକାରର୍ ଚିଟି ମାଙ୍ଗ୍ଲା । ଦାମାସ୍କାସେ ଜନ୍ ମାଇଜି ଆରି ମୁନୁସ୍ମନ୍ ମାପ୍ରୁର୍ ବାଟେ ଆଇଲାଇ ଆଚତ୍, ସେମନ୍କେ ବନ୍ଦିକରି ଡଣ୍ଡ୍ ଦେବାକେ, ଜିରୁସାଲମର୍ ଜିଉଦି ନେତାମନର୍ଟାନେ ଆନିଅଇସି । ବାନ୍ଦିକରି ଜିରୁସାଲମେ ଆନ୍ବାକେ ସାଉଲ୍କେ ଏ ଚିଟି ଅଦିକାର୍ ଦେଲା ।
और उस से दमिश्क़ के इबादतख़ानों के लिए इस मज़्मून के ख़त माँगे कि जिनको वो इस तरीक़े पर पाए, मर्द चाहे औरत, उनको बाँधकर येरूशलेम में लाए।
3 ୩ ସାଉଲ୍ ଦାମାସ୍କସ୍ ନଅର୍ ଲଗାଲଗି ଅଇବା ବେଲେ, ଅଟାତ୍ ବାଦ୍ଲେଅନି ଗଟେକ୍ ଉଜଲ୍ ସାଉଲର୍ ଚାରିବେଡ୍ତି ଜଗ୍ଜଗି ଗାଲା ।
जब वो सफ़र करते करते दमिश्क़ के नज़दीक पहुँचा तो ऐसा हुआ कि यकायक आसमान से एक नूर उसके पास आ, चमका।
4 ୪ ତେଇ ସେ ତଲେ ଅଦ୍ରି ଗାଲା ଆରି ଗଟେକ୍ କଇବା କାତା ସୁନ୍ଲା “ଏ ସାଉଲ୍ ତୁଇ ମକେ କାଇକେ ସାଦ୍ଲୁସ୍ନି?”
और वो ज़मीन पर गिर पड़ा और ये आवाज़ सुनी “ऐ साऊल, ऐ साऊल, तू मुझे क्यूँ सताता है?”
5 ୫ ସେ କଇଲା, “ତମେ କେ ମାପ୍ରୁ?” “ତୁଇ ଜାକେ ସାଦ୍ଲୁସ୍ନି, ସେ ଜିସୁ ମୁଇ ।
उस ने पूछा, “ऐ ख़ुदावन्द, तू कौन हैं?” उस ने कहा, “मैं ईसा हूँ जिसे तू सताता है।
6 ୬ ଏବେ ଉଟ୍, ନଅରେ ଜା, କାଇଟା କର୍ବାକେ ଅଇସି, ତେଇ ତକେ ଜାନାଇବି ।”
मगर उठ शहर में जा, और जो तुझे करना चाहिए वो तुझसे कहा जाएगा।”
7 ୭ ସାଉଲର୍ ସଙ୍ଗ୍ ଜିବା ଲକ୍ମନ୍ କାବାଅଇଜାଇ ତେବିଦେଲାଇ, ତାକର୍ ଟଣ୍ଡେଅନି ପଦେକ୍ କାତା ବାରଏ ନାଇ । କଇବା ସବଦ୍ ସେମନ୍ ସୁନ୍ଲାଇ, ମାତର୍ କାକେ ଦେକି ନାପାର୍ଲାଇ ।
जो आदमी उसके हमराह थे, वो ख़ामोश खड़े रह गए, क्यूँकि आवाज़ तो सुनते थे, मगर किसी को देखते न थे।
8 ୮ ସାଉଲ୍ ଉଟି ଆଁକି ଦେକ୍ଲା ମାତର୍ ତାକେ କାଇଟା ଡିସେ ନାଇ । ତେବେ ତାର୍ ସଙ୍ଗର୍ ଲକ୍ମନ୍ ଆତେ ଦାରି ଦାମାସ୍କସ୍ ଡାକିନେଲାଇ ।
और साऊल ज़मीन पर से उठा, लेकिन जब आँखें खोलीं तो उसको कुछ दिखाई न दिया, और लोग उसका हाथ पकड़ कर दमिश्क़ शहर में ले गए।
9 ୯ ତିନ୍ଦିନ୍ ଜାକ ସେ କାଇଟା ଦେକି ନାପାର୍ଲା ଆରି ତିନ୍ଦିନ୍ ଜାକ କାଏ ନାଇ କି ପିଏ ନାଇ ।
और वो तीन दिन तक न देख सका, और न उसने खाया न पिया।
10 ୧୦ ଦାମାସ୍କସେ ଅନନିୟ ନାଉଁର୍ ଗଟେକ୍ ବିସ୍ବାସି ଲକ୍ ରଇଲା, ସେ ମାପ୍ରରୁ ଦର୍ସନ୍ ପାଇଲା, ମାପ୍ରୁ ତାକେ କଇଲା, “ଅନନିୟ!” ସେ କଇଲା, “ମୁଇ ଇତି ଆଚି ମାପ୍ରୁ, କୁଆ ।”
दमिश्क़ में हननियाह नाम एक शागिर्द था, उस से ख़ुदावन्द ने रोया में कहा, “ऐ हननियाह” उस ने कहा, “ऐ ख़ुदावन्द, मैं हाज़िर हूँ।”
11 ୧୧ ମାପ୍ରୁ କଇଲା, “ତିଆର୍ ଅ । ସଲକ୍ ନାଉଁର୍ ବାଟ୍ଦାରି ଜିଉଦାର୍ ଗରେ ଜା । ତେଇ ତାର୍ସସେଅନି ଆସି ରଇବା ସାଉଲ୍ ନାଉଁର୍ ଗଟେକ୍ ଲକ୍କେ କଜ୍ । ସେ ପାର୍ତନା କଲାନି ।
ख़ुदावन्द ने उस से कहा, “उठ, उस गली में जा जो सीधा' कहलाता है। और यहूदाह के घर में साऊल नाम तर्सुसी शहरी को पूछ ले क्यूँकि देख वो दुआ कर रहा है।
12 ୧୨ ସେ ଦର୍ସନ୍ ଦେକ୍ଲାବେଲେ ଅନନିୟ ବଲି ଗଟେକ୍ ଲକ୍ ତାର୍ ଗରେ ପୁର୍ବାଟା ସେ ଦେକିଆଚେ, ତୁଇ ଜା ଆରି ସେ ଜେନ୍ତିକି ଆରିତରେକ୍ ଦେକିପାର୍ସି ତାର୍ ଉପ୍ରେ ଆତ୍ ସଙ୍ଗ ।”
और उस ने हननियाह नाम एक आदमी को अन्दर आते और अपने ऊपर हाथ रखते देखा है, ताकि फिर बीना हो।”
13 ୧୩ ମାତର୍ ଅନନିୟ କଇଲା, “ମାପ୍ରୁ ଏ ଲକ୍ ଜିରୁସାଲାମେ ତମର୍ ଲକ୍ମନ୍କେ ଜେତ୍କି ପାପ୍ କାମ୍ କଲା ଆଚେ, ସେ ବିସଇ କେତେ କେତେ ଲକ୍ ମକେ ଜାନାଇ ଆଚତ୍ ।
हननियाह ने जावाब दिया कि ऐ ख़ुदावन्द, मैं ने बहुत से लोगों से इस शख़्स का ज़िक्र सुना है, कि इस ने येरूशलेम में तेरे मुक़द्दसों के साथ कैसी कैसी बुराइयां की हैं।
14 ୧୪ ଆରି ସେ ଲକ୍ ମୁକିଅ ପୁଜାରିମନର୍ ଟାନେଅନି ଅଦିକାର୍ କାଗଜ୍ ନେଇକରି ଦାମାସ୍କାସେ, ତମ୍କେ ପାର୍ତନା କର୍ବା ଲକ୍ମନ୍କେ ଦାରି ନେବାକେ ଆସିଆଚେ ।”
और यहाँ उसको सरदार काहिनों की तरफ़ से इख़्तियार मिला है, कि जो लोग तेरा नाम लेते हैं, उन सब को बाँध ले।
15 ୧୫ ମାପ୍ରୁ ତାକେ କଇଲା, “ଜାଆ ଜିଉଦି ନ ଅଇଲା ଲକ୍ମନ୍, ତାକର୍ ରାଜାମନ୍ ଆରି ଇସ୍ରାଏଲର୍ ଲକ୍ମନ୍କେ, ମର୍ ନାଉଁ ଜାନାଇବାକେ ଆରି ମର୍ ସେବା କର୍ବାକେ ମୁଇ ତାକେ ବାଚ୍ଲି ଆଚି ।
मगर ख़ुदावन्द ने उस से कहा कि “तू जा, क्यूँकि ये क़ौमों, बादशाहों और बनी इस्राईल पर मेरा नाम ज़ाहिर करने का मेरा चुना हुआ वसीला है।
16 ୧୬ ସେ ମର୍ ପାଇ ଜେତ୍କି ସବୁ କସ୍ଟ ମୁରଚ୍ବାର୍ ଆଚେ, ମୁଇ ନିଜେ ତାକେ ଜାନାଇବି ।”
और में उसे जता दूँगा कि उसे मेरे नाम के ख़ातिर किस क़दर दुःख उठाना पड़ेगा”
17 ୧୭ ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”
पस हननियाह जाकर उस घर में दाख़िल हुआ और अपने हाथ उस पर रखकर कहा, “ऐ भाई शाऊल उस ख़ुदावन्द या'नी ईसा जो तुझ पर उस राह में जिस से तू आया ज़ाहिर हुआ था, उसने मुझे भेजा है, कि तू बीनाई पाए, और रूहे पाक से भर जाए।”
18 ୧୮ ଅନନିୟ ଏ କାତା କଇଲା ଦାପ୍ରେ ଏଦେ ଦେକା! ସାଉଲର୍ ଆଁକିଅନି ମାଚ୍ କସ୍ଲି ପାରାଟା କୁସ୍ଲି ଅଦର୍ଲା । ସେ ଆରି ତରେକ୍ ଦେକି ପାର୍ଲା । ସେ ଉଟ୍ଲା ଆରି ଅନନିୟ ତାକେ ଡୁବନ୍ କଲା ।
और फ़ौरन उसकी आँखों से छिल्के से गिरे और वो बीना हो गया, और उठ कर बपतिस्मा लिया।
19 ୧୯ ଆରି କାଆପିଆ ଅଇ ବପୁ ଅଇଲା । ସାଉଲ୍ ଜିସୁକେ ବିସ୍ବାସ୍ କର୍ବା ଲକ୍ମନର୍ ସଙ୍ଗ୍ ଦାମାସ୍କସେ କେତେ ଦିନ୍ ରଇଲା ।
फिर कुछ खाकर ताक़त पाई, और वो कई दिन उन शागिर्दों के साथ रहा, जो दमिश्क़ में थे।
20 ୨୦ ସେ ସିଦା ପାର୍ତନା କର୍ବା ଗର୍ମନ୍କେ ଜାଇ ଜିସୁସେ ପର୍ମେସରର୍ ପଅ ବଲି ଜାନାଇବାର୍ ଦାର୍ଲା ।
और फ़ौरन इबादतख़ानों में ईसा का ऐलान करने लगा, कि वो ख़ुदा का बेटा है।
21 ୨୧ ଜନ୍ ଲକ୍ମନ୍ ତାର୍ କାତା ସୁନ୍ଲାଇ, କାବାଅଇଜାଇକରି ପାଚାର୍ଲାଇ, “ଜିରୁସାଲମେ ଜିସୁକେ ବିସ୍ବାସ୍ କରି ପାର୍ତନା କର୍ବା ଲକ୍ମନ୍କେ ଜନ୍ଲକ୍ ମରାଇତେ ରଇଲା, ଏ କାଇ ସେ ଲକ୍ ନଏଁ କି? ସେମନ୍କେ ମୁକିଅ ପୁଜାରିମନର୍ ଲଗେ ଦାରିନେବାକେ ସେ କାଇ ଇତି ଆସି ନ ରଇଲା କି?”
और सब सुनने वाले हैरान होकर कहने लगे कि “क्या ये वो शख़्स नहीं है, जो येरूशलेम में इस नाम के लेने वालों को तबाह करता था, और यहाँ भी इस लिए आया था, कि उनको बाँध कर सरदार काहिनों के पास ले जाए?”
22 ୨୨ ମାତର୍ ସାଉଲ୍ ଦରମ୍ ସାସ୍ତରେ ଅନି, ଜିସୁ ଆକା ମସିଅ ବଲି ସତ୍ ଦେକାଇଲା । ଏ ବିସଇଟାନେ ତାର୍ କଇବା କାତା ଏତେ ବପୁ ରଇଲା ଜେ, ଦାମାସ୍କସେ ବାସାଅଇ ରଇବା ଜିଉଦିମନ୍ ତାର୍ କଇବା କାତାର୍ ଗଟେକ୍ ମିସା ଉତର୍ ଦେଇନାପାର୍ଲାଇ ।
लेकिन साऊल को और भी ताक़त हासिल होती गई, और वो इस बात को साबित करके कि मसीह यही है दमिश्क़ के रहने वाले यहूदियों को हैरत दिलाता रहा।
23 ୨୩ କେତେଦିନ୍ ଗାଲା ପଚେ ଜିଉଦିମନ୍ ଗଟେକ୍ ଅଇକରି ସାଉଲ୍କେ ମରାଇବାକେ ପାଚ୍ନା କଲାଇ ।
और जब बहुत दिन गुज़र गए, तो यहूदियों ने उसे मार डालने का मशवरा किया।
24 ୨୪ ମାତର୍ ସାଉଲ୍ ସେମନର୍ କୁଟ୍ କାତା ଜାନ୍ଲା । ସାଉଲ୍କେ ମରାଇବାକେ ସେମନ୍ ଦିନ୍ ରାତି ନଅରର୍ ସବୁ ଦୁଆର୍ମନ୍କେ ଜାଗ୍ଲାଇ ।
मगर उनकी साज़िश साऊल को मालूम हो गई, वो तो उसे मार डालने के लिए रात दिन दरवाज़ों पर लगे रहे।
25 ୨୫ ମାତର୍ ଦିନେକ୍, ରାତିବେଲେ ସାଉଲର୍ ସିସ୍ମନ୍ ତାକେ ଡାଲାଇ ସାଜାଡି ନଅରର୍ ଚାରିବେଟ୍ତି ରଇବା ପାଚୁରିର୍ କାଣା ବାଟେ ତଲେ ଉତ୍ରାଇଦେଲାଇ ।
लेकिन रात को उसके शागिर्दों ने उसे लेकर टोकरे में बिठाया और दीवार पर से लटका कर उतार दिया।
26 ୨୬ ସାଉଲ୍ ଜିରୁସାଲାମେ ଜାଇ ସିସ୍ମନର୍ ସଙ୍ଗ୍ ମିସ୍ବାକେ ଚେସ୍ଟା କଲା । ମାତର୍ ସେମନ୍ ସାଉଲ୍କେ ଗଟେକ୍ ସିସ୍ ବଲି ମୁଲ୍କେ ବିସ୍ବାସ୍ କରତ୍ ନାଇ । ସବୁ ଲକ୍ ତାକେ ଡର୍ତେ ରଇଲାଇ ।
उस ने येरूशलेम में पहुँच कर शागिर्दों में मिल जाने की कोशिश की और सब उस से डरते थे, क्यूँकि उनको यक़ीन न आता था, कि ये शागिर्द है।
27 ୨୭ ମାତର୍ ପଚେ, ବର୍ନବା ତାକେ ପେରିତ୍ ସିସ୍ମନର୍ ଲଗେ ନେଲା । ଦାମାସ୍କସର୍ ବାଟେ କେନ୍ତି ସାଉଲ୍ ମାପ୍ରୁର୍ ଦର୍ସନ୍ ପାଇରଇଲା, ଆରି ମାପ୍ରୁ ତାକେ କାତା କଇରଇଲା, ଏ ସବୁ ବିସଇ ସେମନ୍କେ ବୁଜାଇକରି କଇଲା । ଦାମାସ୍କସେ ସାଉଲ୍ ନ ଡର୍ତେ କେନ୍ତାରି ଜିସୁର୍ ନାଉଁ ଦାରି ତାର୍ ବାକିଅ ଜାନାଇରଇଲା, ସେମନ୍କେ ଟିକି ନିକି ବୁଜାଇ କରି କଇଲା ।
मगर बरनबास ने उसे अपने साथ रसूलों के पास ले जाकर उन से बयान किया कि इस ने इस तरह राह में ख़ुदावन्द को देखा और उसने इस से बातें की और उस ने दमिश्क़ में कैसी दिलेरी के साथ ईसा के नाम से एलान किया।
28 ୨୮ ଆରି ସାଉଲ୍, ପେରିତ୍ ସିସ୍ମନର୍ ସଙ୍ଗ୍ ରଇଲା ଆରି ଜିରୁସାଲମର୍ ଗୁଲାଇବାଟେ ଜାଇ, ନ ଡର୍ତେ ମାପ୍ରୁର୍ ବାକିଅ ଜାନାଇଲା ।
पस वो येरूशलेम में उनके साथ जाता रहा।
29 ୨୯ ସାଉଲ୍ ଏ ସବୁ ବିସଇ ଗିରିକ୍ ବାସା କଇବା ଜିଉଦିମନର୍ ସଙ୍ଗ୍ ଦଦାପେଲା ଅଇଲା । ମାତର୍ ସେମନ୍ ସାଉଲ୍କେ ମରାଇବାକେ ଚେସ୍ଟା କଲାଇ ।
और दिलेरी के साथ ख़ुदावन्द के नाम का ऐलान करता था, और यूनानी माइल यहूदियों के साथ गुफ़्तगू और बहस भी करता था, मगर वो उसे मार डालने के दर पै थे।
30 ୩୦ ବିସ୍ବାସି ବାଇମନ୍ ଏ କାତା ଜାନିକରି ସାଉଲ୍କେ କାଇସରିଆ ନାଉଁର୍ ଗଟେକ୍ ଜାଗାଇ ଦାରିଗାଲାଇ । ଆରି ତେଇଅନି ତାକେ ତାର୍ସିସ୍ ବଲି ବିନ୍ ଗଟେକ୍ ଜାଗାଇ ପାଟାଇ ଦେଲାଇ ।
और भाइयों को जब ये मा'लूम हुआ, तो उसे क़ैसरिया में ले गए, और तरसुस को रवाना कर दिया।
31 ୩୧ ଜିଉଦା, ଗାଲିଲି ଆରି ସମିରଣେ ରଇବା ମଣ୍ଡଲିମନର୍ ପାଇ ସେବେଲା ଗଟେକ୍ ସାନ୍ତିର୍ ବେଲା ରଇଲା । ସୁକଲ୍ ଆତ୍ମା ସେମନର୍ ସଙ୍ଗ୍ ରଇଲା ଜେ ଲକ୍ମନ୍ ଦିନ୍କେଦିନ୍ ଅଦିକ୍ ଅଦିକ୍ ଅଇ ଡାଟ୍ ଅଇଲାଇ । ଜିସୁକେ ବିସ୍ବାସ୍କର୍ବା ଲକ୍ମନ୍, ମାପ୍ରୁକେ ଡରିକରି ଆରି ମାନିକରି ଜିଇତେ ରଇଲାଇ ।
पस तमाम यहूदिया और गलील और सामरिया में कलीसिया को चैन हो गया और उसकी तरक़्क़ी होती गई और वो दावन्द के ख़ौफ़ और रूह — उल — क़ुद्दूस की तसल्ली पर चलती और बढ़ती जाती थी।
32 ୩୨ ପିତର୍ ବିନ୍ ବିନ୍ ଜାଗାଇ ବୁଲି ବୁଲି ତରେକ୍ ଲୁଦାଇ ବାସାଅଇରଇବା, ମାପ୍ରୁର୍ ଲକ୍ମନର୍ ସଙ୍ଗ୍ ମିସ୍ବାକେ ଗାଲା ।
और ऐसा हुआ कि पतरस हर जगह फिरता हुआ उन मुक़द्दसों के पास भी पहुँचा जो लुद्दा में रहते थे।
33 ୩୩ ତେଇ ଏନିୟ ନାଉଁର୍ ଗଟେକ୍ ଲକ୍କେ ସେ ବେଟ୍ ଅଇଲା, ଏନିୟକେ ଚେରେଙ୍ଗ୍ ବାତ୍ ଦାରି ଆଟ୍ ବରସ୍ ଅଇଜାଇରଇଲା । ସଇଲାଟାନେଅନି ଉଟି ନାପାର୍ତେ ରଇଲା ।
वहाँ ऐनियास नाम एक मफ़्लूज को पाया जो आठ बरस से चारपाई पर पड़ा था।
34 ୩୪ ପିତର୍ ତାକେ କଇଲା, “ଏନିୟ ଜିସୁ ମାପ୍ରୁ ତକେ ନିକ କରିଆଚେ । ଉଟ୍ ଆରି ତର୍ ଅଚ୍ନା ସାଜାଡ୍ ।”
पतरस ने उस से कहा, ऐ ऐनियास, ईसा मसीह तुझे शिफ़ा देता है। उठ आप अपना बिस्तरा बिछा। वो फ़ौरन उठ खड़ा हुआ।
35 ୩୫ କଇଲା ଦାପ୍ରେ ଏନିୟ ଉଟି ଟିଆଅଇଲା । ଏଟା ଦେକି କରି ଲୁଦା ଆରି ସାରନେ ବାସା ଅଇରଇବା ସବୁ ଲକ୍ମନ୍ ମାପ୍ରୁର୍ ବାଟେ ଆଇବାକେ ମନ୍ କଲାଇ ।
तब लुद्दा और शारून के सब रहने वाले उसे देखकर ख़ुदावन्द की तरफ़ रुजू लाए।
36 ୩୬ ଜପାଇ, ଟାବିତା ନାଉଁର୍ ଗଟେକ୍ ବିସ୍ବାସି ମାଇଜି ବାସା ଅଇରଇଲା । ତାର୍ ଗିରିକ୍ ନାଉଁ, ଦାର୍କାସ୍ । ତାର୍ ଅରତ୍ କଟ୍ରା । ସେ ସବୁବେଲା ସତ୍ କାମ୍ କରି, ରଗି ଦୁକିମନର୍ ସେବା କର୍ତେ ରଇଲା । ସେବେଲେ ସେ ରଗ୍ବେମାର୍ ଅଇ ମରିଗାଲା ।
और याफ़ा शहर में एक शागिर्द थी, तबीता नाम जिसका तर्जुमा हरनी है, वो बहुत ही नेक काम और ख़ैरात किया करती थी।
37 ୩୭ ତାର୍ ଲକ୍ବାକ୍ମନ୍ ଟାବିତାର୍ ମଲାମଡ୍ ପାନିଦୁଆଇଲାଇ ଆରି ଲୁଗା ସଙ୍ଗ୍ ଗୁଡିଆଇ ଉପର୍ ତାଲାର୍ ବାକ୍ରାଇ ସୁଆଇଦେଲାଇ ।
उन्हीं दिनों में ऐसा हुआ कि वो बीमार होकर मर गई, और उसे नहलाकर बालाख़ाने में रख दिया।
38 ୩୮ ଜପା ଜାଗା ଲୁଦାଇଅନି ଦୁରିକେ ନ ରଇଲା । ପିତର୍ ଲୁଦାଇ ଆଚେ ବଲି ସୁନିକରି ଜପାଇ ରଇବା ବିସ୍ବାସିମନ୍ ଦୁଇ ଲକ୍କେ ପିତରର୍ ଲଗେ କଇ ପାଟାଇଲାଇ । “ଅଲସମ୍ ନ କରି, ଦାପେ ଆମର୍ ଲଗେ ଚନେକ୍ ଆସା ।”
और चूँकि लुद्दा याफ़ा के नज़दीक था, शागिर्दों ने ये सुन कर कि पतरस वहाँ है दो आदमी भेजे और उस से दरख़्वास्त की कि हमारे पास आने में देर न कर।
39 ୩୯ ପିତର୍ ତିଆର୍ ଅଇକରି ସେମନର୍ ସଙ୍ଗ୍ ଗାଲା । ତେଇ ସେ କେଟ୍ଲା ଦାପ୍ରେ ଲକ୍ମନ୍ ତାକେ ଉପର୍ ତାଲାର୍ ବାକ୍ରାଇ ଡାକି ନେଲାଇ । ରାଣ୍ଡି ମାଇଜିମନ୍ ଚାରିବେଡ୍ତି ଅଇକରି କାନ୍ଦି କାନ୍ଦି ଦାର୍କାସ୍ ଜିବନ୍ ରଇଲାବେଲେ ସିଲାଇ ରଇବା ବସ୍ତର୍ ଆରି ଲୁଗାମନ୍ ସବୁ ପିତର୍କେ ଦେକାଇଲାଇ ।
पतरस उठकर उनके साथ हो लिया, जब पहुँचा तो उसे बालाख़ाने में ले गए, और सब बेवाएँ रोती हुई उसके पास आ खड़ी हुईं और जो कुरते और कपड़े हरनी ने उनके साथ में रह कर बनाए थे, दिखाने लगीं।
40 ୪୦ ପିତର୍ ବାକ୍ରାଇଅନି ସବୁକେ ବାର୍କରାଇ ଦେଲା ଆରି ମାଣ୍ଡିକୁଟା ଦେଇ ପାର୍ତନା କଲା । ତାର୍ପଚେ ଦର୍କାସର୍ ମଲା ଗାଗଡର୍ବାଟେ ଦେକିକରି କଇଲା, “ଟାବିତା ଉଟ୍!” ଏଦେ ଦେକା! ଦର୍କାସ୍ ଆଁକି ଦେକ୍ଲା ଆରି ପିତର୍କେ ଦେକି ଉଟିକରି ବସ୍ଲା ।
पतरस ने सब को बाहर कर दिया और घुटने टेक कर दुआ की, फिर लाश की तरफ़ मुतवज्जह होकर कहा, ऐ तबीता उठ पस उसने आँखें खोल दीं और पतरस को देखकर उठ बैठी।
41 ୪୧ ପିତର୍ ଆତ୍ ଲାମାଇ ତାକେ ଉଟାଇଲା । ତାର୍ ପଚେ ତେଇ ରୁଣ୍ଡି ରଇଲା ସବୁ ବିସ୍ବାସି ଆରି ରାଣ୍ଡି ମାଇଜିମନ୍କେ ଡାକି ଦର୍କାସ୍କେ ସର୍ପିଦେଲା ।
उस ने हाथ पकड़ कर उसे उठाया और मुक़द्दसों और बेवाओं को बुला कर उसे ज़िन्दा उनके सुपुर्द किया।
42 ୪୨ ଏ କବର୍ ଜପାର୍ ଗୁଲାଇ ବାଟର୍ ଲକ୍ ସୁନ୍ଲାଇ ଆରି କେତେ କେତେ ଲକ୍ମନ୍ ମାପ୍ରୁକେ ବିସ୍ବାସ୍ କଲାଇ ।
ये बात सारे याफ़ा में मशहूर हो गई, और बहुत सारे ख़ुदावन्द पर ईमान ले आए।
43 ୪୩ ପିତର୍ ବେସି ଦିନ୍ ଜପାଇ ସିମନ୍ ନାଉଁର୍ ଗଟେକ୍ ଲକ୍, ଜେକି ପସୁମନର୍ ଚାମ୍ ସଙ୍ଗ୍ କାଇକାଇ ଜିନିସ୍ମନ୍ ତିଆର୍ କରି ବଁଚ୍ତେ ରଇଲା, ତାର୍ ଗରେ ରଇଲା ।
और ऐसा हुआ कि वो बहुत दिन याफ़ा में शमौन नाम दब्बाग़ के यहाँ रहा।