< କଲସିଅ 4 >
1 ୧ ଏ ସାଉକାର୍ମନ୍, ତମର୍ ଦାଙ୍ଗ୍ଡାମନ୍କେ ଜତନ୍ କରା ଆରି ସେମନ୍କେ ସବୁକେ କାଇ ଅନିଆଇ ନ କରି ଚଲାଚଲ୍ତି କରା । କାଇକେବଇଲେ ସର୍ଗେ ମିସା ତମର୍ ପାଇ ଗଟେକ୍ ସାଉକାର୍ ଆଚେ ବଲି ଏତାଆ ।
Masters, award unto the servants that which is right and equal; knowing that you also have a Master in heaven.
2 ୨ ପାର୍ତନା କରିଲାଗିରୁଆ । ଆରି ଜାଗ୍ରତ୍ ଅଇରୁଆ । ପର୍ମେସର୍କେ ସବୁବେଲେ ଦନିଅବାଦ୍ ଦେଇତେରୁଆ ।
Be constant in prayer, watching in the same with thanksgiving;
3 ୩ ଆମର୍ ପାଇ ମିସା ପାର୍ତନା କରା । ଜେନ୍ତିକି କିରିସ୍ଟର୍ ବିସଇଟାନେ ରଇବା ଏ ସୁବ୍କବର୍ ଆମେ ସବୁଲକ୍କେ ଜାନାଇପାର୍ବୁ । ଏ ସୁବ୍ କବର୍ ସେମନ୍ ଆଗ୍ତୁ ନାଜାନିରଇଲାଇ । ଏ ସୁବ୍କବର୍ ଜାନାଇଲାର୍ପାଇ ମୁଇ ଏବେ ବନ୍ଦିଗରେ ଆଚି ।
at the same time also praying for us, in order that God may open to us the door of the word, to speak the mystery of Christ, on account of which I indeed am bound;
4 ୪ ଜେନ୍ତିକି ମୁଇ ଜେତ୍କି ଲକ୍କେ ଏ ସୁବ୍କବର୍ ନିକସଙ୍ଗ୍ ଜାନାଇବି, ସେଟାର୍ପାଇ ପାର୍ତନା କରା ।
in order that I may manifest the same, as it behooves me to speak.
5 ୫ ମାପ୍ରୁ ଜିସୁକିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନର୍ତେଇ ଜାଗ୍ରତ୍ ସଙ୍ଗ୍ ଚଲାଚଲ୍ତି କରା । ତମେ ମିଲାଇରଇବା ସବୁ ବେଲା ବୁଦିର୍ ସଙ୍ଗ୍ କରା ।
Walk about in wisdom toward the aliens, buying in the opportunity.
6 ୬ ସେମନ୍କେ ସନ୍ମାନ୍ ଦେଇ କାତା ଉଆ । ଜେନ୍ତିକି ତମେ କଇବା ବିସଇ ସେମନ୍ ମନ୍କର୍ବାଇ । ତେବେ ତମେ ବିସ୍ବାସ୍ କର୍ବା ବିସଇଟାନେ କାଇଆଲେ କାତା ଉଟ୍ଲେ, ତମେ ଉତର୍ ଦେଇପାର୍ସା ।
Let your word be always with grace, seasoned with salt, that you may know how it behooves you to answer each one.
7 ୭ ତୁକିକ କଲସିଅ ଆଇଲାବେଲେ ମକେ କାଇକାଇଟା ଗଟ୍ଲାନି ବଲି ତମ୍କେ କଇଦେଇସି । ସେ, ମୁଇ ବେସି ଆଲାଦ୍ କର୍ବା ଗଟେକ୍ ବିସ୍ବାସି ବାଇ । ସେ ବିସ୍ବାସ୍ ସଙ୍ଗ୍ କାମ୍ କର୍ସି ଆରି ମର୍ ସଙ୍ଗ୍ ମାପ୍ରୁକେ ସେବା କର୍ସି ।
Tychicus, my beloved brother, and faithful minister and fellow-laborer in the Lord, will make known to you all things which appertain to me:
8 ୮ ଆମ୍କେ କାଇଟା ଗଟ୍ଲାନି ବଲି ତାର୍ଟାନେଅନି ଜାନ୍ସା । ଆରି ସେ ତମ୍କେ ବିସ୍ବାସ୍ କରାଇବାଟା ଡାଟ୍ କରାଇସି । ଏଟାର୍ପାଇ ତାକେ ତମର୍ଟାନେ ପାଟାଇଲିନି ।
whom I sent unto you for this same thing, in order that you may know the things concerning us, and he may comfort your hearts;
9 ୯ ଅନିସିମ୍କେ ତାର୍ସଙ୍ଗ୍ ପାଟାଇଲିନି । ସେ ଆମର୍ ଆଲାଦର୍ ବେସି ବିସ୍ବାସ୍ ରଇବା ବାଇ । ସେ ତମର୍ ନଅରର୍ ଲକ୍ । ଇତି ଗଟ୍ବା ସବୁ ବିସଇ ସେମନ୍ ତମ୍କେ ଜାନାଇବାଇ ।
along with our faithful and beloved brother, Onesimus, who is from you; they will truly make known all things to you.
10 ୧୦ ଆରିସ୍ତାକସ୍ ତାର୍ ଜୁଆର୍ ଜାନାଇଲାନି । ସେ ମର୍ ସଙ୍ଗ୍ ବନ୍ଦିଗରେ ଆଚେ । ବର୍ନବାର୍ ମେଏନାବାଇ ମାର୍କ ମିସା ଜୁଆର୍ ଜାନାଇଲାନି । ମାର୍କର୍ ବିସଇ ତମେ ସୁନିସାରାଇ ଆଚାସ୍ । ସେ ତମର୍ ଲଗେ ଆଇଲେ ତାକେ ଡାକି ନିଆ ।
Aristarchus my fellow-soldier salutes you, and Mark the cousin of Barnabas concerning whom you received commandments; if he may come to you, receive him;
11 ୧୧ ଜୁସ୍ତ ନାଉଁଦାରି ଡାକ୍ପୁଟା ଅଇଲା ଜିୟସୁୟ ମିସା ତମ୍କେ ଜୁଆର୍ ଜାନାଇଲାନି । ଏ ତିନ୍ ଲକ୍ସେ ଇତି ରଇବା ଜିଉଦି ବିସ୍ବାସିମନ୍ । ପର୍ମେସରର୍ ରାଇଜ୍ ବିସଇତେଇ ରଇବା ସୁବ୍କବର୍ ଜାନାଇବାକେ ସେମନ୍ ମର୍ ସଙ୍ଗ୍ କାମ୍ କଲାଇନି । ସେମନ୍ ମକେ ବେସି ସାର୍ଦା କରାଇଆଚତ୍ ।
and Jesus, called Justus, who being of the circumcision: these are my only fellow-laborers in the kingdom of God, who have been made a comfort to me.
12 ୧୨ ଏପାପ୍ରା ତାର୍ ଜୁଆର୍ ଜାନାଇଲାନି । ସେ ମିସା ତମର୍ ନଅରର୍ ଲକ୍ । ସେ ମିସା ଗଟେକ୍ ଜିସୁକିରିସ୍ଟର୍ ଗତିଦାଙ୍ଗ୍ଡା । ସେ ତମର୍ପାଇ ସବୁବେଲେ ମନ୍ଦିଆନ୍ ଦେଇ ପାର୍ତନା କରିଲାଗିରଇସି । ଜେନ୍ତିକି ତମେ ଡାଟ୍ ଅଇ ସିଦ୍ ଅଇସା ଆରି ପର୍ମେସର୍ ତମ୍କେ କରା ବଲି ମନ୍କଲାଟା ଜାନିରଇସା ।
Epaphras, who is from you, the servant of Jesus Christ, always agonizing in your behalf in his prayers, in order that you may stand perfect even having been fully carried away in all the will of God, salutes you.
13 ୧୩ ଏରାପଲି ଆରି ଲାଉଦିକିଆଇ ରଇବା ବିସ୍ବାସିମନର୍ପାଇ ଆରି ତମର୍ପାଇ ମିସା ସେ ଆବଡ୍ ଅଇଲାନି ବଲି ମୁଇ ସାକି ଦେଲିନି ।
For I testify to him, that he always has much solicitude for you, and those who are in Laodicea, and those who are in Hierapolis.
14 ୧୪ ଆମର୍ ଆଲାଦର୍ ନିଜେ ଅସଦେଉ ଲୁକ ଆରି ଦିମା ତମ୍କେ ଜୁଆର୍ ଜାନାଇଲାଇନି ।
Luke, the beloved physician, and Demas salute you.
15 ୧୫ ଲାଉଦିକିଆତେଇ ରଇବା ବାଇବଇନିମନ୍କେ, ମର୍ ଜୁଆର୍ ଜାନାଇଦିଆସ୍ । ବଇନି ନୁମ୍ପାକେ ଆରି ତାର୍ ଗରେ ରୁଣ୍ଡ୍ବା ସବୁ ବିସ୍ବାସିମନ୍କେ ମିସା ମର୍ ଜୁଆର୍ ଜାନାଆ ।
Salute the brethren who are in Laodicea, and Nymphas, and the church which is in their house.
16 ୧୬ ତମେ ଏ ଚିଟିତେଇ ଲେକ୍ଲାଟା ସୁନିସାରାଇଲାପଚେ ଲାଉଦିକିଆଇ ରଇବା ବାଇବଇନିମନ୍କେ ମିସା ସୁନାଇଦେବାର୍ଆଚେ ଆକା ।
And when the letter may be read by you, cause that it may also be read in the church of the Laodiceans; and that you may also read the letter from Laodicea.
17 ୧୭ “ମାପ୍ରୁ ତକେ ସର୍ପିଦେଲା କାମ୍ ତୁଇ କରିସାରାଇବାର୍ ଆଚେ ଆକା” ବଲି ଆର୍କିପସ୍କେ କୁଆ ।
And say to Archippus; Take heed to the ministry which you received in the Lord, that you may fill it.
18 ୧୮ ମୁଇ ପାଉଲ୍ ଏଟା ନିଜେ ଲେକ୍ଲିନି, “ଜୁଆର୍! ମୁଇ ବନ୍ଦିଗରେ ଆଚିବଲି ଏତାଆ ।” ପର୍ମେସରର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମର୍ ସଙ୍ଗ୍ ରଅ ।
Salutation of me Paul with my own hand. Remember my bonds. Grace be with you.