< କଲସିଅ 1 >
1 ୧ ଏ ଚିଟି ମୁଇ ପାଉଲ୍ ଆରି ବିସ୍ବାସର୍ ଲାଗି ଆମର୍ ବାଇଅଇରଇବା ତିମତି ମିସି ଲେକ୍ଲୁନି । ପର୍ମେସର୍ ମକେ ବାଚ୍ଲାର୍ପାଇ ମୁଇ ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି ।
神の御旨によるキリスト・イエスの使徒パウロと兄弟テモテから、
2 ୨ କଲସି ନଅରେ ରଇବା ପର୍ମେସରର୍ ଲକ୍ମନ୍ ତମ୍କେ, ମୁଇ ଏ ଚିଟି ଲେକି ପାଟାଇଲିନି । ତମେ ଆମର୍ ବିସ୍ବାସ୍ ରଇବା ବାଇବଇନିମନ୍ ଆରି କିରିସ୍ଟର୍ ସଙ୍ଗ୍ ମିସିଆଚାସ୍ । ଆମର୍ ବାବା ପର୍ମେସର୍ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
コロサイにいる、キリストにある聖徒たち、忠実な兄弟たちへ。わたしたちの父なる神から、恵みと平安とが、あなたがたにあるように。
3 ୩ ଆମେ ତମର୍ପାଇ ପାର୍ତନା କଲାବେଲେ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଲୁନି ।
わたしたちは、いつもあなたがたのために祈り、わたしたちの主イエス・キリストの父なる神に感謝している。
4 ୪ କାଇକେବଇଲେ ମାପ୍ରୁ ଜିସୁକିରିସ୍ଟର୍ ତେଇ ରଇବା ତମର୍ ବିସ୍ବାସ୍ ଆରି ପର୍ମେସରର୍ ଲକ୍ମନର୍ ପାଇ ରଇବା ତମର୍ ଆଲାଦର୍ ବିସଇ ଆମେ ସୁନିଆଚୁ ।
これは、キリスト・イエスに対するあなたがたの信仰と、すべての聖徒に対していだいているあなたがたの愛とを、耳にしたからである。
5 ୫ ତମେ ପର୍ତୁମ୍ ସୁବ୍ କବରର୍ ବିସଇ ସୁନ୍ଲାବେଲେ, ସୁବ୍କବରେ ରଇବା ଆସାକର୍ବା ବିସଇ ଜାନିରଇଲାସ୍ । ତେବର୍ପାଇ ତମେ ବିସ୍ବାସ୍ କରି ପର୍ମେସରର୍ ଲକ୍ମନ୍କେ ଆଲାଦ୍ କର୍ତେ ରଇଲାସ୍ । ତମର୍ପାଇ ସର୍ଗେ ତିଆର୍ ଅଇରଇବା ପୁରୁସ୍କାର୍ ଆସାକରି ଏନ୍ତାରି କଲାସ୍ ।
この愛は、あなたがたのために天にたくわえられている望みに基くものであり、その望みについては、あなたがたはすでに、あなたがたのところまで伝えられた福音の真理の言葉によって聞いている。
6 ୬ ଗୁଲାଇ ଜଗତର୍ କେତେକ୍ କେତେକ୍ ଲକ୍ମନ୍ ଏ ସୁବ୍କବର୍ ବିସ୍ବାସ୍କରି ତାକର୍ ମନ୍ ବାଦ୍ଲାଇଲାଇନି । ତମେ ସୁବ୍କବର୍ ସୁନ୍ଲା ପର୍ତୁମ୍ ଦିନେଅନି ତମର୍ ବିତ୍ରେ ମିସା ଏନ୍ତାରିସେ ଅଇରଇଲା ଆରି ପର୍ମେସର୍ ଜିବନ୍ ଦୁକାଇଲା ସତ୍ ବିସଇ ତମେ ପୁରାପୁରୁନ୍ ଜାନିରଇଲାସ୍ ।
そして、この福音は、世界中いたる所でそうであるように、あなたがたのところでも、これを聞いて神の恵みを知ったとき以来、実を結んで成長しているのである。
7 ୭ ପର୍ମେସର୍ ତାର୍ ଜିବନ୍ ଦୁକାଇ ଦୟା ଦେକାଇଲା ବିସଇ ଆମର୍ ଆଲାଦର୍ ଗତିଦାଙ୍ଗ୍ଡା ଏପାପରାସ୍ ତମ୍କେ ସିକାଇରଇଲା । ଆମର୍ ବାଦୁଲେ ସେ ବିସ୍ବାସ୍ ରଇକରି କିରିସ୍ଟକେ ସେବାକଲାନି ।
あなたがたはこの福音を、わたしたちと同じ僕である、愛するエペフラスから学んだのであった。彼はあなたがたのためのキリストの忠実な奉仕者であって、
8 ୮ ପର୍ମେସର୍ ଲକ୍ମନ୍କେ ଆଲାଦ୍ କର୍ବାକେ ତମ୍କେ ସୁକଲ୍ଆତ୍ମା କେନ୍ତାରି ସାଇଜ କଲାଆଚେ ବଲି ଏପାପରସ୍ ଆମ୍କେ ଜାନାଇଆଚେ ।
あなたがたが御霊によっていだいている愛を、わたしたちに知らせてくれたのである。
9 ୯ ଆମେ ତମର୍ ବିସଇର୍ ଏ ନିକ କବର୍ ସୁନିକରି, ତମର୍ପାଇ ପାର୍ତନା କରିଲାଗିଆଚୁ । ତାର୍ ସୁକଲ୍ଆତ୍ମାଇଅନି ପାଇରଇବା ଗିଆନ୍ ଆରି ବୁଜ୍ବା ବପୁସଙ୍ଗ୍ ସେ ମନ୍କଲାଟା ତମେ ପୁରାପୁରୁନ୍ ଜାନିପାର୍ସା ବଲି ଆମେ ମାପ୍ରୁକେ ଗୁଆରି କଲୁନି ।
そういうわけで、これらの事を耳にして以来、わたしたちも絶えずあなたがたのために祈り求めているのは、あなたがたがあらゆる霊的な知恵と理解力とをもって、神の御旨を深く知り、
10 ୧୦ ତେବର୍ପାଇ ତମେ ତାକେ ସାର୍ଦା କରାଇଲାପାରା ଚଲାଚଲ୍ତିକରି ସେ ମନ୍କଲାପାରା ଜିଉନାକାଉନା କର୍ସା । ବିନ୍ ଲକ୍ମନ୍କେ ସାଇଜ କରିଲାଗିରଇସା ଆରି ପର୍ମେସରର୍ ବିସଇ ଜାନ୍ବାକେ ଅଦିକ୍ ଅଦିକ୍ ବଡିଆଇସା ।
主のみこころにかなった生活をして真に主を喜ばせ、あらゆる良いわざを行って実を結び、神を知る知識をいよいよ増し加えるに至ることである。
11 ୧୧ ତାର୍ ବଡ୍ ବପୁସଙ୍ଗ୍ ନିଜେ ବପୁଅଇ ତମେ ସାର୍ଦାସଙ୍ଗ୍ ମୁର୍ଚିକରି ରଇପାର୍ସା ।
更にまた祈るのは、あなたがたが、神の栄光の勢いにしたがって賜わるすべての力によって強くされ、何事も喜んで耐えかつ忍び、
12 ୧୨ ବାବା ପର୍ମେସର୍ ଉଜଲର୍ ରାଇଜେ ତାର୍ ଲକ୍ମନର୍ ପାଇ ଜାଇଟା ଟୁଲିଆଇ ଆଚେ, ତେଇ ମିସ୍ବାକେ ସେ ତମ୍କେ ବାଚ୍ଲା ଆଚେ । ସେଟାର୍ପାଇ ସାର୍ଦା ସଙ୍ଗ୍ ତାକେ ଦନିଅବାଦ୍ ଦେଇସା ।
光のうちにある聖徒たちの特権にあずかるに足る者とならせて下さった父なる神に、感謝することである。
13 ୧୩ ସେ ଆମ୍କେ ଆନ୍ଦାରର୍ ବପୁତେଇଅନି ମୁକ୍ଲାଇକରି ତାର୍ ଆଲାଦର୍ ପଅର୍ ରାଇଜେ ଡାକିଆନିଆଚେ ।
神は、わたしたちをやみの力から救い出して、その愛する御子の支配下に移して下さった。
14 ୧୪ ତାର୍ ପଅର୍ଲାଗି ସେ ଆମ୍କେ ମୁକ୍ଲାଇକରି ଆମର୍ ସବୁ ପାପ୍ କେମା କରିଦେଲାଆଚେ ।
わたしたちは、この御子によってあがない、すなわち、罪のゆるしを受けているのである。
15 ୧୫ କିରିସ୍ଟ ନ ଡିସ୍ବା ପର୍ମେସରର୍ ସମାନ୍ ବାନିମୁର୍ତି ଆଚେ । ତିଆର୍ କରିରଇବା ସବୁର୍ ଉପ୍ରେ, ପର୍ତୁମ୍ ଜନମ୍ ଅଇଲା ପଅ ଇସାବେ, ତାର୍ ଅଦିକାର୍ ଆଚେ ।
御子は、見えない神のかたちであって、すべての造られたものに先だって生れたかたである。
16 ୧୬ କାଇକେବଇଲେ ପର୍ମେସର୍ ତାର୍ଟାନେଅନି ସବୁ ବିସଇ ତିଆର୍କଲା ଆଚେ । ଜଗତେ ରଇବାଟା ସବୁଜାକ, ସର୍ଗେ ରଇବାଟା ସବୁଜାକ, ଡିସ୍ବାଟା ଆରି ନ ଡିସ୍ବାଟା, ବପୁରଇ ସାସନ୍ କର୍ବା ଦୁତ୍ମନ୍ ଆରି ଆତ୍ମା ରଇବାଟାମନ୍ । କିରିସ୍ଟର୍ତେଇଅନି ସବୁ ବିସଇ ତିଆର୍ କରିରଇଲା ଆରି ତାର୍ଲାଗିସେ ସବୁ ବଁଚିଆଚତ୍ ।
万物は、天にあるものも地にあるものも、見えるものも見えないものも、位も主権も、支配も権威も、みな御子にあって造られたからである。これらいっさいのものは、御子によって造られ、御子のために造られたのである。
17 ୧୭ କାଇଟା ତିଆର୍ ନ ଅଇତେ ସେ ରଇଲା, ଆରି ତାର୍ଟାନେ ସବୁ ବିସଇ ମିସିକରି ଚାଲ୍ତେରଇସି ।
彼は万物よりも先にあり、万物は彼にあって成り立っている。
18 ୧୮ ମଣ୍ଡଲି ଅଇଲାନି ତାର୍ ଗାଗଡ୍ ଆରି ସେ ମଣ୍ଡଲିର୍ ମୁଣ୍ଡ୍ । ମୁଣ୍ଡ୍ ଗାଗଡ୍କେ ସାସନ୍ କଲାପାରା, ସେ ମଣ୍ଡଲିକେ ସାସନ୍ କଲାନି । ତାକେସେ ପର୍ମେସର୍ ମରନେଅନି ପର୍ତୁମ୍ ଉଟାଇରଇଲା । ଜେନ୍ତିକି କିରିସ୍ଟ ସବୁର୍ ଉପ୍ରେ ସାସନ୍ କର୍ସି ।
そして自らは、そのからだなる教会のかしらである。彼は初めの者であり、死人の中から最初に生れたかたである。それは、ご自身がすべてのことにおいて第一の者となるためである。
19 ୧୯ କାଇକେବଇଲେ ପର୍ମେସର୍ ତାର୍ ପଅକେ ତାର୍ ପୁରାପୁରୁନ୍ ଗୁନ୍ଚଲନ୍ସଙ୍ଗ୍ ରଅ ବଲି ଟିକ୍ କରିରଇଲା ।
神は、御旨によって、御子のうちにすべての満ちみちた徳を宿らせ、
20 ୨୦ ଆରି କିରିସ୍ଟର୍ଟାନେଅନି ସେ ତିଆର୍ କରିରଇବା ସବୁଜାକ, ତାର୍ଟାନେ ବାଉଡାଇ ଆନ୍ବି ବଲି ଟିକ୍ କରିରଇଲା । ଦର୍ତନିଟାନେ ରଇବାଟା ଅ କି ସର୍ଗେ ରଇବାଟା ଅ । ତାର୍ ପଅ କୁରୁସ୍କାଟେ ମରି ବନି ଜରାଇଲାର୍ପାଇ ସବୁ ବିସଇ ତାର୍ଟାନେ ସାନ୍ତିଅଇ ରଇସି ।
そして、その十字架の血によって平和をつくり、万物、すなわち、地にあるもの、天にあるものを、ことごとく、彼によってご自分と和解させて下さったのである。
21 ୨୧ ଗଟେକ୍ ବେଲାଇ ତମେ ପର୍ମେସରର୍ ଟାନେଅନି ବେଗ୍ଲି ରଇଲାସ୍ । ତମେ କରିରଇବା ଆରି ମନେ ବାବିରଇବା କାରାପ୍ ବିସଇର୍ ଲାଗି ତାର୍ ସତ୍ରୁ ଅଇରଇଲାସ୍ ।
あなたがたも、かつては悪い行いをして神から離れ、心の中で神に敵対していた。
22 ୨୨ ମାତର୍ ଏବେ କିରିସ୍ଟ ନର୍ ରୁପ୍ ନେଇ ମଲାର୍ ପାଇ ସେ ତମ୍କେ ତାର୍ ମୁଆଟେ ସାନ୍ତି ସଙ୍ଗ୍ ଆଇବାକେ ଟିକ୍ କଲାଆଚେ । ତମେ ତାର୍ ମୁଆଟେ ଟିଆଅଇଲାବେଲେ ତମ୍କେ ପୁରାପୁରୁନ୍ ସୁକଲ୍ ଇସାବେ କାଇ ପାପ୍ ନ କରି, କାଇ ନିନ୍ଦା ନ ରଇଲା ଲକର୍ପାରା ସେ ଦେକ୍ସି ।
しかし今では、御子はその肉のからだにより、その死をとおして、あなたがたを神と和解させ、あなたがたを聖なる、傷のない、責められるところのない者として、みまえに立たせて下さったのである。
23 ୨୩ ତମେ ବିସ୍ବାସ୍ କରିଲାଗିରଇଲେ, ତମର୍ ବିସ୍ବାସ୍ ଡାଟ୍ ରଇସି । ସୁବ୍ କବର୍ଟାନେ ମାପ୍ରୁ ଜନ୍ ଆସା ଦେବି ବଲି କାତା ଦେଇଆଚେ, ସେ ଆସା ପାଇବାଟାନେଅନି ତମ୍କେ କେ ମିସା ନ ତେବାଅତ୍ । ଏ କବର୍ ତମେ ଆଗ୍ତୁ ସୁନିସାରାଇଆଚାସ୍ । ଆରି ଜଗତର୍ ଗୁଲାଇଲକ୍କେ ଜାନାଇଅଇଆଚେ । ଏ ସୁବ୍ କବର୍ ଜାନାଇବାକେ ମୁଇ ପାଉଲ୍ ଗଟେକ୍ ଗତିଦାଙ୍ଗ୍ଡା ଅଇଲିଆଚି ।
ただし、あなたがたは、ゆるぐことがなく、しっかりと信仰にふみとどまり、すでに聞いている福音の望みから移り行くことのないようにすべきである。この福音は、天の下にあるすべての造られたものに対して宣べ伝えられたものであって、それにこのパウロが奉仕しているのである。
24 ୨୪ ଏବେ ମୁଇ ସାର୍ଦାଅଇଆଚି । କାଇକେବଇଲେ ଜେତ୍କି ଦୁକ୍କସ୍ଟ ମୁଇ ମୁର୍ଚିକରିଆଚି, ସେଟା ତମର୍ ନିକପାଇ । ତାର୍ ବାଦୁଲେ ରଇକରି ଜେତ୍କି ଦୁକ୍କସ୍ଟ ମକେ ମୁରଚ୍ବାକେ କିରିସ୍ଟ ମନ୍ କଲାନି, ସେଟା ସବୁ ସାର୍ଦାସଙ୍ଗ୍ କଲିନି । ତାର୍ ଗାଗଡ୍ ପାରା ରଇବା ତାର୍ ମଣ୍ଡଲିର୍ ନିକପାଇ ମୁଇ ସେଟା କଲିନି ।
今わたしは、あなたがたのための苦難を喜んで受けており、キリストのからだなる教会のために、キリストの苦しみのなお足りないところを、わたしの肉体をもって補っている。
25 ୨୫ ପର୍ମେସର୍ ମକେ ମଣ୍ଡଲିର୍ ଗତିଦାଙ୍ଗ୍ଡା କରିଆଚେ । ତମ୍କେ ସାଇଜ କର୍ବାକେ ସେ ମକେ ବାଚିଆଚେ । ତାର୍ କବର୍ ତମ୍କେ ପୁରାପୁରୁନ୍ ଜାନାଇବାଟା ଅଇଲାନି ମର୍ କାମ୍ ।
わたしは、神の言を告げひろめる務を、あなたがたのために神から与えられているが、そのために教会に奉仕する者になっているのである。
26 ୨୬ ପୁର୍ବେ ବଁଚିରଇବା ସବୁଲକର୍ ଟାନେଅନି ଏ ବିସଇ ଲୁଚାଇକରି ସଙ୍ଗଇରଇଲା । ମାତର୍ ଏବେ ସେଟା ତାର୍ ଲକ୍ମନ୍କେ ସେ ଜାନାଇଆଚେ । (aiōn )
その言の奥義は、代々にわたってこの世から隠されていたが、今や神の聖徒たちに明らかにされたのである。 (aiōn )
27 ୨୭ ଜିଉଦି ନ ଅଇଲା ଲକ୍ମନର୍ ପାଇ ସେ ଟିକ୍ କରିରଇବା ମଇମାସଙ୍ଗର୍ ଜଜ୍ନା ତାର୍ ଲକ୍ମନ୍କେ ଜାନାଇବାକେ ପର୍ମେସର୍ ଟିକ୍କଲା । ସେ ଲୁଚିରଇବା ବିସଇ ଅଇଲାନି, ଜିଉଦି ନଇଲା ଲକ୍ମନର୍ଟାନେମିସା କିରିସ୍ଟ ରଇସି । ଆରି ସେ କାତା ଦେଇରଇବା ସବୁ ରକାମର୍ ମଇମା ତମେମିସା ପାଇସା ବଲି ଜାନିରୁଆ ।
神は彼らに、異邦人の受くべきこの奥義が、いかに栄光に富んだものであるかを、知らせようとされたのである。この奥義は、あなたがたのうちにいますキリストであり、栄光の望みである。
28 ୨୮ କିରିସ୍ଟର୍ ବିସଇ ରଇବା ଏ କବର୍ ଆମେ ସବୁକେ ଜାନାଇଲୁନି । ଆମେ ସବୁକେ ଜାଗ୍ରତ୍ କରାଇ, ସେ ଆମ୍କେ ଦେଇରଇବା ଗିଆନ୍ ସଙ୍ଗ୍ ସିକାଇଲୁନି । ଜେନ୍ତାରିକି ସେମନ୍ ତାର୍ ମୁଆଟେ ଟିଆଅଇଲାବେଲେ କିରିସ୍ଟର୍ସଙ୍ଗ୍ ମିସିରଇଲା ସବୁଲକ୍ ପୁରାପୁରୁନ୍ ସିଦ୍ ଅଇରଇବାଇ ।
わたしたちはこのキリストを宣べ伝え、知恵をつくしてすべての人を訓戒し、また、すべての人を教えている。それは、彼らがキリストにあって全き者として立つようになるためである。
29 ୨୯ ଏ କାମ୍ ମୁଇ ପୁରାପୁରୁନ୍ କର୍ବାକେ ମକେ କିରିସ୍ଟ ଦେଇରଇବା ବଡ୍ ବପୁସଙ୍ଗ୍ ଆବଡ୍ ଅଇ କଲିନି ।
わたしはこのために、わたしのうちに力強く働いておられるかたの力により、苦闘しながら努力しているのである。