< ଏପିସିୟ 1 >
1 ୧ ମୁଇ ପାଉଲ୍ ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ଗଟେକ୍ ପେରିତ୍ ସିସ୍ ଅଇ ବାଚି ଅଇଆଚି । ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ବିସ୍ବାସ୍ସଙ୍ଗ୍ ଜିଉନା କାଉନା କର୍ତେ ରଇବା ଏପିସିୟର୍ ବିସ୍ବାସିମନର୍ ଲଗେ ଏ ଚିଟି ଲେକ୍ଲିନି ।
Paulus, genom Guds vilja Kristi Jesu apostel, hälsar de heliga som bo i Efesus, de i Kristus Jesus troende.
2 ୨ ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ସବୁଲକ୍କେ ଜିବନ୍ ଦୁକାଇକରି ସାନ୍ତି ଦେଅ ।
Nåd vare med eder och frid ifrån Gud, vår Fader, och Herren Jesus Kristus.
3 ୩ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍ ଦନିଅବାଦ୍ ପାଅ । କାଇକେ ବଇଲେ ସେ ଆମ୍କେ କିରିସ୍ଟର୍ ସଙ୍ଗ୍ ମିସାଇକରି ସର୍ଗେ ରଇବା ସବୁଜାକ ଆତ୍ମାଇଅନି ମିଲାଇବା ଆସିର୍ବାଦ୍ ଦେଇଆଚେ ।
Välsignad vare vår Herres, Jesu Kristi, Gud och Fader, som i Kristus har välsignat oss med all den himmelska världens andliga välsignelse,
4 ୪ କିରିସ୍ଟର୍ ସଙ୍ଗ୍ ମିସିରଇକରି ଆମେ ଜେନ୍ତି ପର୍ମେସରର୍ ଅଇବୁ, ସେଟାର୍ପାଇ ସେ ଆମ୍କେ ଜଗତ୍ ତିଆର୍ ନ ଅଇବା ଆଗ୍ତୁ ବାଚି ରଇଲା । ଜେନ୍ତାରିକି ସୁକଲ୍ ଆରି କାଇ ଦସ୍ ନ ଅଇତେ ତାର୍ ମୁଆଟେ ଟିଆଅଇବୁ ।
såsom han ju, förrän världens grund var lagd, har utvalt oss i honom till att vara heliga och ostraffliga inför sig.
5 ୫ ତାର୍ ଆଲାଦର୍ ଲାଗି, ଜିସୁ କିରିସ୍ଟର୍ ସଙ୍ଗ୍ ସେ ଆମ୍କେ ତାର୍ ନିଜର୍ ପଅଜି ପାରା କର୍ବାକେ ବାଚିଆଚେ । ଏଟାସେ ତାର୍ ଆଦେସ୍ ଆରି ସାର୍ଦା ।
Ty i sin kärlek förutbestämde han oss till barnaskap hos sig, genom Jesus Kristus, efter sin viljas behag,
6 ୬ ଜେନ୍ତାରିକି ତାର୍ ବଡ୍ ଜିବନ୍ ଦୁକାନିର୍ ଲାଗି ଆମେ ତାକେ ଡାକ୍ପୁଟା କରୁ । ତାର୍ ଆଲାଦର୍ ପଅ କରି ରଇଲା କାମର୍ ଲାଗି, ଇନାମେ ତାର୍ ଜିବନ୍ ଦୁକାଇଲାଟା ସେ ଆମ୍କେ ଦେଲା ଆଚେ ।
den nådeshärlighet till pris, varmed han har benådat oss i den älskade.
7 ୭ କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ!
I honom hava vi förlossning genom hans blod, förlåtelse för våra synder, efter hans nåds rikedom.
8 ୮ ସେଟା ସେ ଆମ୍କେ ନ ସାରାଇତେ ଦେଇଆଚେ । ସବୁ ଗିଆନ୍ ଆରି ବୁଜ୍ବା ବପୁ ସଙ୍ଗ୍ ମିସା ଦେଲା ଆଚେ।
Och denna nåd har han i överflödande mått låtit komma oss till del, med all vishet och allt förstånd,
9 ୯ ଆଗ୍ତୁ ଆମେ ଜାନି ନ ରଇଲା ତାର୍ ଜଜ୍ନାର୍ ଟିକିନିକି ବିସଇ, ସେ ଆମ୍କେ ଜାନାଇ ଆଚେ । ସେଟା ଜିସୁ କିରିସ୍ଟର୍ ଦେଇ ସେ ପୁରାପୁରୁନ୍ କଲାଆଚେ, କାଇକେ ବଇଲେ ଏଟା ତାକେ ସାର୍ଦା କଲା ।
i det att han för oss har kungjort sin viljas hemlighet, enligt det beslut som han efter sitt behag hade fattat inom sig själv,
10 ୧୦ ସରଗେ ଆରି ଜଗତେ ତିଆର୍ ଅଇରଇବା ସବୁ ବିସଇ ଗଟେକ୍ଟାନେ ଆନ୍ବାକେ ପର୍ମେସରର୍ ଜଜ୍ନା ରଇଲା । କିରିସ୍ଟ ସେସବୁ ବିସଇର୍ ମୁଣ୍ଡ୍ ପାରା ଅଇକରି ରଇସି । ଏଟା ସମାନ୍ ବେଲାଇ ସେ ପୁରାପୁରୁନ୍ କର୍ସି ।
om en ordning som i tidernas fullbordan skulle komma till stånd, det beslutet att i Kristus sammanfatta allt som finnes i himmelen och på jorden.
11 ୧୧ କିରିସ୍ଟର୍ ସଙ୍ଗ୍ ମିସାଇ କରି, ପରମେସର୍, ଆମେ ଜିଉଦିମନ୍କେ ବାଚି ଆଚେ । କାଇକେ ବଇଲେ ଆଗେ ଅନି ଏନ୍ତାରି କର୍ବାକେ ସେ ଜଜ୍ନା କରି ରଇଲା । ସେ ଜେନ୍ତାରି ମନ୍ କର୍ସି, ସେ ଇସାବେ ସବୁ ବିସଇ ପୁରାପୁରୁନ୍ କର୍ସି ।
I honom hava vi ock undfått vår arvslott, vi som förut voro bestämda därtill genom dens beslut, som verkar allting efter sin egen viljas råd.
12 ୧୨ ଜେନ୍ତାରିକି ଆମେ ଜେତ୍କି ଜିଉଦି ଲକ୍ ପର୍ତୁମ୍ କିରିସ୍ଟକେ ଆସାକରି ରଇଲୁ, ସବୁଲକ୍ ପରମେସର୍କେ ମଇମା କରୁ!
Så skulle vi, hans härlighet till pris, vara de som i Kristus redan i förväg hava ägt ett hopp.
13 ୧୩ ତମେ ମିସା ଜେଡେବେଲେ ମୁକ୍ତି ପାଇବା, ଏ ସୁବ୍ କବରର୍ ସତ୍ କାତା ସୁନ୍ଲାସ୍, ସେ ବେଲେଅନି ପର୍ମେସରର୍ ଲକ୍ ଅଇଆଚାସ୍ । ତମେ କିରିସ୍ଟକେ ବିସ୍ବାସ୍ କଲାକେ, ପର୍ମେସର୍ ସେ ଦେଇରଇବା କାତା ଇସାବେ ସୁକଲ୍ ଆତ୍ମା ଦାନ୍ କରିଆଚେ । ଆରି ସେ ତମ୍କେ ଚିନ୍ କଲାଆଚେ ।
I honom haven jämväl I, sedan I haven fått höra sanningens ord, eder frälsnings evangelium, ja, i honom haven I, sedan I nu ock haven kommit till tron, såsom ett insegel undfått den utlovade helige Ande,
14 ୧୪ ପର୍ମେସର୍ ତାର୍ ଲକ୍ମନ୍କେ ଜେତ୍କି ବିସଇ ଦାନ୍ କର୍ବାକେ କାତା ଦେଲାଆଚେ, ସେ ସବୁଜାକ ଆମେ ମିଲାଇପାରୁ । ସୁକଲ୍ଆତ୍ମା ଆମର୍ବାଟେ ଟିଆଅଇସି । ପର୍ମେସର୍ ତାର୍ ଲକ୍ମନ୍କେ ପୁରାପୁରୁନ୍ ନିଜେ ମନ୍କରି ମୁକ୍ତି ଦେଇସି । ଏଟା ସତ୍ ବଲିକରି, ଆସା ପର୍ମେସର୍କେ ମଇମା କରୁ!
vilken är en underpant på vårt arv, till förvissning om att hans egendomsfolk skall förlossas, hans härlighet till pris.
15 ୧୫ ସେଟାର୍ ପାଇ ମାପ୍ରୁ ଜିସୁର୍ ଲଗେ ତମେ ବିସ୍ବାସ୍ କର୍ବାଟା ଆରି ପର୍ମେସରର୍ ଲକ୍ମନର୍ ପାଇ ରଇବା ତମର୍ ଆଲାଦର୍ ବିସଇ ସୁନ୍ଲା ଦିନେଅନି,
Sedan jag fick höra om eder tro i Herren Jesus och om eder kärlek till alla de heliga,
16 ୧୬ ମୁଇ ପର୍ମେସର୍କେ ତମର୍ପାଇ ଦନିଅବାଦ୍ ଦେଇ ଆଇଲିନି । ମୁଇମିସା ପାର୍ତନା କଲାବେଲେ ତମର୍ପାଇ ପର୍ମେସର୍କେ ଦନିଅବାଦ୍ ଦେବାକେ ପାସ୍ରି ଜାଇ ନାଇ । ମୁଇ ପାର୍ତନା କଲାବେଲେ ତମ୍କେ ଏତାଇଲିନି ।
har därför jag å min sida icke upphört att tacka Gud för eder, när jag tänker på eder i mina böner.
17 ୧୭ ଆରି ଡାକ୍ପୁଟାର୍ ବାବା, ଆମର୍ ମାପ୍ରୁ ଜିସୁକିରିସ୍ଟର୍ ପର୍ମେସର୍କେ ପାର୍ତନା କଲିନି । ଜେନ୍ତିକି ସେ ତମ୍କେ ସୁକଲ୍ ଆତ୍ମା ଦେଇସି । ସେ ଆତ୍ମା ତମ୍କେ ଗିଆନ୍ କରାଇସି ଆରି ପର୍ମେସର୍କେ ତମର୍ ମୁଆଟେ ଦେକାଇସି ।
Och min bön är att vår Herres, Jesu Kristi, Gud, härlighetens Fader, må giva eder en visdomens och uppenbarelsens ande till kunskap om sig,
18 ୧୮ ମୁଇ ପାର୍ତନା କଲିନି, ଜେନ୍ତାରିକି ତାର୍ ଉଜଲ୍ ଦେକ୍ବାକେ ତମର୍ ଆତ୍ମାର୍ ଆଁକି ଡିସ । ଜେନ୍ତିକି ଜନ୍ ଆସା ନେଇକରି ତମେ ତାର୍ ଲଗେ ଆସି ଆଚାସ୍, ସେଟା ଜାନିପାରାସ୍ ।
och att han må upplysa edra hjärtans ögon, så att I förstån hurudant det hopp är, vartill han har kallat eder, huru rikt på härlighet hans arv är bland de heliga,
19 ୧୯ ତାର୍ ଲକ୍ମନର୍ ପାଇ ସେ ଦେଇରଇବା କାତାର୍ ସବୁ ବଡ୍ ଆସିର୍ବାଦ୍ କେତେକ୍ ଅଦିକ୍ ଆଚେ । ଆରି ଆମର୍ ପାରା ବିସ୍ବାସିମନର୍ ପାଇ ରଇବା ତାର୍ ବପୁ କେଡେ ବଡ୍, ସେଟା ତମେ ଜାନି ପାରାସ୍ ।
och huru översvinnligt stor hans makt är på oss som tro -- allt i enlighet med den väldiga styrkas kraft,
20 ୨୦ ଏବେ ଆମର୍ ବିତ୍ରେ କାମ୍ କର୍ତେରଇବା ସେ ବପୁର୍ ସଙ୍ଗ୍ସେ, ପର୍ମେସର୍ କିରିସ୍ଟକେ ମଲାତେଇଅନି ଉଟାଇକରି ତାର୍ ଉଜାବାଟେ ବସାଇଆଚେ ।
varmed han har verkat i Kristus, i det att han uppväckte honom från de döda och satte honom på sin högra sida i den himmelska världen,
21 ୨୧ କିରିସ୍ଟ ସର୍ଗେ, ସାସନ୍ କର୍ବା ଲକ୍ମନ୍କେ, ସନ୍ମାନ୍ ପାଇବା ଲକ୍ମନ୍କେ, ବପୁରଇବା ଲକ୍ମନ୍କେ ଆରି ସାସନ୍କାରିଆମନର୍ ଉପ୍ରେ ସାସନ୍ କର୍ସି । ତାର୍ ଅଦିକାର୍ ଏବର୍ ସାସନ୍କାରିଆମନର୍ କି ଆଇବା ଦିନର୍ ସାସନ୍କାରିଆମନର୍ ତେଇଅନି ଅଦିକ୍ ବପୁ ସଙ୍ଗର୍ ଆଚେ । (aiōn )
över alla andevärldens furstar och väldigheter och makter och herrar, ja, över allt som kan nämnas, icke allenast i denna tidsålder, utan ock i den tillkommande. (aiōn )
22 ୨୨ ପର୍ମେସର୍ ସବୁବିସଇ କିରିସ୍ଟର୍ ପାଦ୍ତଲେ ସଙ୍ଗଇଆଚେ । ଆରି ସବୁ ବିସଇର୍ ଉପ୍ରେ, ସବୁର୍ତେଇଅନି ଉପ୍ରର୍ ମାପ୍ରୁ କରି ମଣ୍ଡଲିକେ ଦାନ୍କଲା ଆଚେ ।
"Allt lade han under hans fötter." Och honom gav han åt församlingen till att vara ett huvud över allting --
23 ୨୩ ମଣ୍ଡଲି ଅଇଲାନି କିରିସ୍ଟର୍ ଗାଗଡ୍ । କିରିସ୍ଟର୍ ଜିବନ୍ ସଙ୍ଗ୍ ମଣ୍ଡଲି ପୁରାପୁରୁନ୍ ଅଇସି । ଆରି କିରିସ୍ଟ ସବୁବିସଇ ପୁରାପୁରୁନ୍ କର୍ସି ।
åt församlingen, ty den är hans kropp och är uppfylld av honom som uppfyller allt i alla.