< ଏପିସିୟ 3 >
1 ୧ ଏଟାର୍ଲାଗି ତମର୍ ପାରା ଜିଉଦି ନଇଲା ଲକର୍ ପାଇ, କିରିସ୍ଟ ଜିସୁର୍ ଲାଗି ବନ୍ଦି ଅଇରଇବା ପାଉଲ୍ ମୁଇ, ପର୍ମେସର୍କେ ପାର୍ତନା କଲିନି ।
Nítorí èyí náà ni èmi Paulu ṣe di òǹdè Jesu Kristi nítorí ẹ̀yin aláìkọlà.
2 ୨ ତମର୍ ନିକପାଇ ପର୍ମେସର୍ ତାର୍ ଜିବନ୍ ଦୁକାଇଲାର୍ ତେଇଅନି ମକେ ଏ କାମ୍ ଦେଇଆଚେ । ଏଟା ନିଜେ ସୁନିଆଚାସ୍ ।
Lóòtítọ́ ẹ̀yin tilẹ̀ ti gbọ́ ti iṣẹ́ ìríjú oore-ọ̀fẹ́ Ọlọ́run, tí a fi fún mi fún yín;
3 ୩ ପର୍ମେସର୍ ସେ ଜାନାଇ ନରଇଲା ବିସଇ ମକେ ଜାନାଇ ଆଚେ । ଏ ବିସଇ ମୁଇ ଆଗ୍ତୁ ତମ୍କେ ଅଲପ୍ ଲେକି ରଇଲି ।
bí ó ti ṣe pé nípa ìfihàn ni ó ti fi ohun ìjìnlẹ̀ hàn fún mi gẹ́gẹ́ bí mo ti kọ ṣáájú ni ṣókí.
4 ୪ ସେଟା ପଡ୍ଲେ, କିରିସ୍ଟର୍ ପାଇ ରଇବା ପର୍ମେସରର୍ ଟିକିନିକି ବିସଇ ମୁଇ ବୁଜ୍ଲିଆଚି ବଲି, ତମେ ଜାନି ପାର୍ସା ।
Nígbà tí ẹ̀yin bá kà á, nípa èyí tí ẹ̀yin o fi lè mọ òye mi nínú ìjìnlẹ̀ Kristi.
5 ୫ ଆଗର୍ ଲକ୍ମନ୍କେ ଏ ଟିକିନିକି ବିସଇ ନ କୁଆଅଇ ରଇଲା । ମାତର୍ ଏବେ ତାର୍ ଆତ୍ମା ଦେଇ, ସେ ବାଚି ରଇବା ତାର୍ ସୁକଲ୍ ପେରିତ୍ମନ୍କେ ଆରି ବବିସତ୍ବକ୍ତାମନ୍କେ ସେ ଜାନାଇଲା ଆଚେ ।
Èyí tí a kò í tí ì fihàn àwọn ọmọ ènìyàn rí nínú ìran mìíràn gbogbo, bí a ti fi wọ́n hàn nísinsin yìí fún àwọn aposteli rẹ̀ mímọ́ àti àwọn wòlíì nípa Ẹ̀mí;
6 ୬ ଏ ଲୁଚି ରଇବା ବିସଇ ଅଇଲାନି, ସୁବ୍କବରର୍ ଲାଗି, ଜିଉଦି ବିସ୍ବାସିମନର୍ ସଙ୍ଗ୍, ଜିଉଦି ନଇଲା ବିସ୍ବାସିମନ୍ ମିସା ପର୍ମେସରର୍ ଆସିର୍ବାଦେ ମିସ୍ବାଇ । ସେମନ୍ ମିସିକରି, ଗଟେକ୍ ଗାଗଡ୍ ପାରା ଅଇଜିବାଇ । ମାପ୍ରୁ ଜିସୁ କିରିସ୍ଟର୍ ଲାଗି ପର୍ମେସର୍ ଦେଇ ରଇବା ସବୁ କାତାଇ ବାଗ୍ ଅଇସା ।
pé, àwọn aláìkọlà jẹ́ àjùmọ̀jogún àti ẹ̀yà ara kan náà, àti alábápín ìlérí nínú Kristi Jesu nípa ìyìnrere.
7 ୭ ପର୍ମେସର୍ ତାର୍ ଜିବନ୍ ଦୁକାଇଲାର୍ ତେଇଅନି ମକେ ଜନ୍ ଦାନ୍ ଦେଇ ଆଚେ, ସେଟାର୍ ଲାଗି ମୁଇ ନିମାନ୍ କବର୍ ଜାନାଇବା ଲକ୍ ଅଇଲିଆଚି । ତାର୍ ବପୁ ମର୍ ବିତ୍ରେ କାମ୍ କଲାର୍ ଲାଗି ଏଟା ଅଇଲା ।
Ìránṣẹ́ èyí tí a fi mi ṣe gẹ́gẹ́ bí ẹ̀bùn oore-ọ̀fẹ́ Ọlọ́run tí a fi fún mi, gẹ́gẹ́ bí iṣẹ́ agbára rẹ̀.
8 ୮ ମୁଇ ପର୍ମେସରର୍ ଲକ୍ମନର୍ ସବୁର୍ଟାନେଅନି ସାନ୍ ଅଇଲେ ମିସା ଜିଉଦିନଇଲା ଲକ୍ମନ୍କେ କିରିସ୍ଟର୍ଟାନେ ରଇବା ନିକ ନିକ ବିସଇ ଜାନାଇବାକେ ମକେ ସେ ବାଚ୍ଲା ଆଚେ । ଏ ବିସଇ ଲକ୍ମନ୍ ବୁଜ୍ବାକେ ଆବଡ୍ ରଇବାଟା ।
Fún èmi tí o kéré jùlọ nínú gbogbo àwọn ènìyàn mímọ́, ní a fi oore-ọ̀fẹ́ yìí fún, láti wàásù àwámárídìí ọ̀rọ̀ Kristi fún àwọn aláìkọlà;
9 ୯ ପର୍ମେସର୍ ତାର୍ ଲୁଚ୍ତେରଇବା ଜଜ୍ନା କେନ୍ତାର୍ ପୁରାପୁରୁନ୍ କର୍ସି, ସେଟା ସବୁ ଜାନାଇବାକେ ମିସା ମକେ ବାଚ୍ଲା ଆଚେ । ସବୁ ବିସଇ ତିଆର୍ କଲା ବେଲେଅନି, ଏବେ ଜାକ ସେ ତାର୍ ଟିକିନିକି ବିସଇ ଲୁଚାଇକରି ସଙ୍ଗଇରଇଲା, । (aiōn )
àti láti mú kí gbogbo ènìyàn rí ohun tí iṣẹ́ ìríjú ohun ìjìnlẹ̀ náà jásí, èyí tí a ti fi pamọ́ láti ìgbà àtijọ́ nínú Ọlọ́run, ẹni tí ó dá ohun gbogbo nípa Jesu Kristi. (aiōn )
10 ୧୦ ଜେନ୍ତାର୍କି ମଣ୍ଡ୍ଲିର୍ ଟାନେଅନି ତାର୍ ବିନ୍ ବିନ୍ ରକାମର୍ ଗିଆନ୍ ସର୍ଗର୍ ସାସନ୍କାରିଆମନ୍କେ ଆରି ବପୁ ରଇବାଟାମନ୍କେ, ସେ ଜାନାଇସି ।
Kí a bá à lè fi ọ̀pọ̀lọpọ̀ onírúurú ọgbọ́n Ọlọ́run hàn nísinsin yìí fún àwọn ìjòyè àti àwọn alágbára nínú àwọn ọ̀run, nípasẹ̀ ìjọ,
11 ୧୧ ଜଗତ୍ ତିଆର୍ କର୍ବା ଆଗ୍ତୁ, ଏଟା ସେ ଜଜ୍ନା କରିରଇଲା । ଏଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ଲାଗି ସେ ପୁରାପୁରୁନ୍ କଲା ଆଚେ । (aiōn )
gẹ́gẹ́ bí ìpinnu ayérayé tí ó ti pinnu nínú Kristi Jesu Olúwa wa. (aiōn )
12 ୧୨ କିରିସ୍ଟର୍ ତେଇ ବିସ୍ବାସ୍ କଲାର୍ ପାଇ ଆରି ତାର୍ ସଙ୍ଗ୍ ମିସି ରଇଲାର୍ ପାଇ, ନ ଡର୍ତେ, ସାଆସ୍ ଅଇକରି, ପର୍ମେସରର୍ ମୁଆଟେ ଟିଆ ଅଇବୁ ।
Nínú ẹni tí àwa ní ìgboyà, àti ọ̀nà pẹ̀lú ìgbẹ́kẹ̀lé nípa ìgbàgbọ́ wa nínú rẹ̀.
13 ୧୩ ସେଟାର୍ ପାଇ ମୁଇ ତମ୍କେ ବାବୁଜିଆ କରି କଇଲିନି, “ତମର୍ ପାଇ ବଲି ଅଇବା ମର୍ ଦୁକ୍ କସ୍ଟର୍ ପାଇ ମନ୍ଦୁକ୍ କରାନାଇ, ଏ ସବୁ ତମର୍ ବଲ୍ ପାଇ ଅଇଆଚେ ।”
Nítorí náà, mo bẹ̀ yín kí àárẹ̀ má ṣe mú yín ni gbogbo wàhálà mi nítorí yín, èyí tí ṣe ògo yín.
14 ୧୪ ସେଟାର୍ପାଇ ବଲିକରି ମୁଇ ପର୍ମେସରର୍ ମୁଆଟେ ମାଣ୍ଡିକୁଟା ଦେଇ ପାର୍ତନା କଲିନି,
Nítorí ìdí èyí ni mo ṣe ń fi eékún mi kúnlẹ̀ fún Baba Olúwa wa Jesu Kristi.
15 ୧୫ ତାର୍ ଲାଗିସେ ସରଗର୍ ଆରି ପୁର୍ତିବିର୍ ସବୁ କୁଟୁମ୍ ଅଇଲା ଆଚେ,
Orúkọ ẹni tí a fi ń pe gbogbo ìdílé tí ń bẹ ni ọ̀run àti ní ayé.
16 ୧୬ ମୁଇ ପାର୍ତନା କଲିନି ଜେନ୍ତିକି ସେ ତାର୍ ନ ସାର୍ବା ମଇମାଇଅନି, ତାର୍ ଆତ୍ମା ତମ୍କେ ବପୁ ଦେଇସି, ଜେନ୍ତିକି ତମର୍ ମନ୍ ଡାଟ୍ ଅଇସି ।
Kí òun kí ó lè fi agbára rẹ̀ fún ẹni inú yín ní okun, nípasẹ̀ Ẹ̀mí Mímọ́.
17 ୧୭ ମୁଇ ପାର୍ତନା କଲିନି, ଜେନ୍ତିକି ତମର୍ ବିସ୍ବାସର୍ ଲାଗି, କିରିସ୍ଟ ତମର୍ ବିତ୍ରେ ବାସା ଅଇସି । ଆରି, ତମେ ପର୍ମେସର୍କେ ଆରି ବିନ୍ ଲକ୍କେ ଆଲାଦ୍ କଲାଟାନେଅନି, ବୁଏଁ ଜାଇତେରଇବା ଗଚର୍ ଚେର୍ପାରା ଆରି କୁନାଦି ଉପ୍ରେ ତିଆର୍ ଅଇଲା ଗର୍ ପାରା ଡାଟ୍ ଅଇସା ।
Kí Kristi lè máa gbé inú ọkàn yín nípa ìgbàgbọ́; pé bí ẹ ti ń fi gbòǹgbò múlẹ̀ tí ẹ sì ń fi ẹsẹ̀ múlẹ̀ nínú ìfẹ́;
18 ୧୮ ମୁଇ ପାର୍ତନା କଲିନି ତମେ ପର୍ମେସରର୍ ଲକ୍ମନର୍ ସଙ୍ଗ୍ ମିସିକରି କିରିସ୍ଟର୍ ଆଲାଦ୍ ବୁଜ୍ବାକେ ବପୁ ପାଇସା । ତାର୍ ବଡ୍ ଆଲାଦ୍ ସଙ୍ଗ୍ ସେ ଆମ୍କେ ଆଲାଦ୍ କଲା ଆଚେ ।
kí ẹ̀yin lè ní agbára láti mọ̀ pẹ̀lú gbogbo àwọn ènìyàn mímọ́, ohun tí ìbú, àti gígùn, àti jíjìn, àti gíga ìfẹ́ Kristi jẹ́.
19 ୧୯ ଉଁ, ନର୍ଲକ୍ ବୁଜ୍ବା ତେଇଅନି ଅଦିକ୍ କିରିସ୍ଟ ଆମ୍କେ ଆଲାଦ୍ କଲା ଆଚେ, ସେ ଆଲାଦ୍ ତମେ ଜାନା ବଲି ମୁଇ ପାର୍ତନା କଲିନି । ଜେନ୍ତାରିକି ତମର୍ ଚାଲାଚାଲ୍ତି ପରମେସରର୍ ପାରା ଅଇ ଆଇସି ।
Àti láti mọ̀ ìfẹ́ Kristi yìí tí ó ta ìmọ̀ yọ, kí a lè fi gbogbo ẹ̀kúnrẹ́rẹ́ Ọlọ́run kún yín.
20 ୨୦ ପର୍ମେସର୍ ଜେକି ଆମେ ତାକେ ମାଙ୍ଗ୍ବା ତେଇଅନି କି ଚିନ୍ତା କର୍ବା ତେଇଅନି ଅଦିକ୍ କରିପାର୍ସି, କାଇକେ ବଇଲେ ତାର୍ ବଡ୍ ବପୁ ସଙ୍ଗ୍ ସେ ଆମର୍ ବିତ୍ରେ କାମ୍ କରି ଆଇଲାନି ।
Ǹjẹ́ ẹni tí o lè ṣe lọ́pọ̀lọ́pọ̀ ju gbogbo èyí tí a ń béèrè tàbí tí a ń rò lọ, gẹ́gẹ́ bí agbára tí ń ṣiṣẹ́ nínú wa.
21 ୨୧ ମଣ୍ଡଲିଟାନେ ଆରି କିରିସ୍ଟ ଜିସୁର୍ଟାନେଅନି ପର୍ମେସରର୍ ବଡ୍ ବପୁ ବିନ୍ ଲକ୍କେ ଡିସ୍ଲାନି, ତାର୍ ବଡ୍ ବପୁର୍ ଲାଗି ପର୍ମେସର୍କେ ଡାକ୍ପୁଟା କରୁ, କାଲ୍କାଲ୍ ଜୁଗ୍ଜୁଗ୍ ସେ ଡାକ୍ପୁଟା ପାଇତେରଅ । ଆମେନ୍! (aiōn )
Òun ni kí a máa fi ògo fún nínú ìjọ àti nínú Kristi Jesu láti ìrandíran gbogbo àní, ayé àìnípẹ̀kun, Àmín. (aiōn )