< ଏପିସିୟ 5 >
1 ୧ ପର୍ମେସର୍କେ ବେସି ଆଲାଦ୍ କର୍ବା ତାର୍ ପିଲାମନ୍ ଅଇବାକେ, ତାର୍ପାରା ଅଇ ଗଟେକ୍ ଆଲାଦର୍ ଚଲାଚଲ୍ତି କରା ।
Buďtež tedy následovníci Boží, jakožto synové milí.
2 ୨ ଜେନ୍ତାର୍ କି କିରିସ୍ଟ ଆମ୍କେ ଆଲାଦ୍ କରି ଆମର୍ ପାଇ ମରି ରଇଲା । ଗଟେକ୍ ସୁନ୍ଦର୍ ବାସ୍ନା ଅଇବା ବଲି ପାରା ସେ ତାର୍ ଜିବନ୍ ପର୍ମେସର୍କେ ସର୍ପିଦେଲା ।
A choďtež v lásce, jakož i Kristus miloval nás, a vydal sebe samého za nás, dar a obět Bohu u vůni rozkošnou.
3 ୩ ମାତର୍ ତମର୍ ବିତ୍ରେ ବେସିଆ ଇସାବେ ରଇବା ଚଲାଚଲ୍ତି, କି କାଇ ରକାମର୍ ସୁକଲ୍ ନ ଅଇବାଟା କି ଲବ୍ ଅଇବାଟା ଆଚେ, ବଲି ବିନ୍ ଲକ୍ମନ୍ ନ କଅତ୍ । କାଇକେବଇଲେ ଏଟା ସବୁ ପର୍ମେସରର୍ ସୁକଲ୍ ଲକ୍ମନ୍ କର୍ବା ଟିକ୍ ବିସଇ ନଏ ।
Smilstvo pak a všeliká nečistota, neb lakomství, aniž jmenováno buď mezi vámi, jakož sluší na svaté,
4 ୪ ସେନ୍ତାରିସେ ଜନ୍ଟାକି ଲଡାକେ ନ ଆଇବା ଗୁନ୍ଚଲନ୍, କି କାରାପ୍ କାତା, ଲାଜ୍ କର୍ବା କାତା କି ଟାପ୍ରା କାତା ତମର୍ଟାନେ ନ ଡିସ । ଏଟାମନ୍ ତମର୍ଟାନେ ରଇବାଟା ଟିକ୍ ନଏ । ତାର୍ବାଦୁଲେ ତମେ ପର୍ମେସର୍କେ ଦନିଅବାଦ୍ ଦେବା କାତା କୁଆ ।
A tolikéž mrzkost, ani bláznové mluvení, ani šprýmování, kteréžto věci jsou nenáležité, ale raději ať jest díků činění.
5 ୫ ତମେ ଜାନ୍ବାର୍ ଆଚେ ଜେ, କେନ୍ତାରି ମିସା ବେସିଆ କାମ୍ କର୍ବା ଲକ୍, କି ସୁକଲ୍ ନ ଅଇଲା ଲକ୍, କି ଲବ୍ରା ଲକ୍ ପରମେସରର୍ ଆରି କିରିସ୍ଟର୍ ରାଇଜେ ରଇବା କାଇ ବିସଇ ମିଲାଇବାକେ ଅଦିକାର୍ ପାଇ ନାପାରତ୍ । ଗଟେକ୍ ଲବ୍ରା, ପୁତ୍ଲା ପୁଜା କର୍ବା ଲକର୍ ସଙ୍ଗ୍ ସମାନ୍ ।
Víte zajisté o tom, že žádný smilník aneb nečistý, ani lakomec, (jenž jest modloslužebník, ) nemá dědictví v království Kristově a Božím.
6 ୬ ବିନ୍ ଲକର୍ ଟାନେଅନି କାଇ ଲଡାକେ ନ ଆଇବା ଚୁଚା କାତା ସୁନି ନାଡାଇ ଉଆ ନାଇ । କାଇକେବଇଲେ, ଏନ୍ତାରି କରି ତାକେ ନ ନାମ୍ବା ଲକ୍ମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
Žádný vás nesvoď marnými řečmi; nebo pro takové věci přichází hněv Boží na syny nepoddané.
7 ୭ ତେବର୍ପାଇ ସେନ୍ତାରି ଲକ୍ମନର୍ ସଙ୍ଗ୍ ମିସା ନାଇ ।
Nebývejtež tedy účastníci jejich.
8 ୮ କାଇକେବଇଲେ ଆଗ୍ତୁ ତମେ ଆନ୍ଦାରେ ରଇଲାସ୍ । ମାତର୍ ଏବେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଉଜଲେ ପୁରି ଆଚାସ୍ । ତେବର୍ପାଇ ଉଜଲେ ରଇବା ଲକ୍ମନର୍ପାରା ଚଲାଚଲ୍ତି କରା ।
Byli jste zajisté někdy temnosti, ale již nyní jste světlo v Pánu. Jakožto synové světla choďte,
9 ୯ କାଇକେବଇଲେ, ଉଜ୍ଲେ ରଇଲେ ତେଇଅନି ସବୁ ରକାମର୍ ନିକ, ଦରମ୍, ଆରି ସତ୍ ବିସଇ ବାରଇସି ।
(Nebo ovoce Ducha záleží ve vší dobrotě, a spravedlnosti, a v pravdě, )
10 ୧୦ ପର୍ମେସର୍କେ ସାର୍ଦା କରାଇବା ବିସଇ କଜିକରି ମିଲାଆ ।
O to stojíce, což by se dobře líbilo Pánu.
11 ୧୧ ଆନ୍ଦାରେ ରଇବା ଲକ୍ମନ୍ କର୍ବା କାଇ ମୁଲିଅ ନ ରଇବା କାମେ ମିସାନାଇ । ସେଟାମନ୍କେ କାଇ ମୁଲିଅ ନାଇ । ତାର୍ ବାଦୁଲେ ସେନ୍ତାରି କାରାପ୍ ଅଇବା କାମ୍ ନ ଲୁଚାଇ ଦେକାଇଦିଆସ୍ ।
A neobcujte s skutky neužitečnými tmy, ale raději je trescete.
12 ୧୨ ସେନ୍ତାରି ଲୁଚ୍ତେ କର୍ବା କାମର୍ ବିସଇ କାତା ଅଇବାକେ ମିସା ଲାଜ୍ ଲାଗ୍ସି ।
Nebo což se tajně děje od nich, mrzko jest o tom i mluviti.
13 ୧୩ ଏନ୍ତାରି କାମ୍ ନ ଲୁଚାଇ ବାର୍କରାଇଲେ, ତେଇର୍ ସତ୍ ବିସଇ ଲକ୍ମନ୍ ଦେକ୍ବାଇ ।
Všecko pak, což bývá trestáno, od světla bývá zjeveno; nebo to, což všecko zjevuje, světlo jest.
14 ୧୪ କାଇକେବଇଲେ ଉଜଲର୍ ସବୁ ବିସଇ ଉଜଲ୍ସେ । ସେଟାର୍ ପାଇ ଏନ୍ତାରି ଲେକାଅଇଲାଆଚେ, “ଏ ଗୁନେରାମନ୍ ଉଟା, ମଲାପାରା ନ ରଇକରି ଜିବନ୍ ରୁଆ, କିରିସ୍ଟ ତମ୍କେ ଉଜଲ୍ ଦେଇସି ।”
Protož praví: Probuď se ty, jenž spíš, a vstaň z mrtvých, a zasvítíť se tobě Kristus.
15 ୧୫ ତେବେ ତମର୍ ଚଲାଚଲ୍ତି କର୍ବାଟାନେ ଜାଗ୍ରତ୍ ରୁଆ । ବକୁଆ ଲକ୍ମନର୍ପାରା ନ ଅଇ ବୁଦିରଇବା ଲକର୍ପାରା ରୁଆ ।
Viztež tedy, kterak byste opatrně chodili, ne jako nemoudří, ale jako moudří,
16 ୧୬ ସବୁବେଲେ ନିକ କାମ୍ କର୍ବାକେ କଜ୍ତେ ରୁଆ । କାଇକେବଇଲେ ଏ ଜୁଗର୍ ଲକ୍ମନ୍ ବେସି କାରାପ୍ ଆଚତ୍ ।
Vykupujíce čas; nebo dnové zlí jsou.
17 ୧୭ ତେବର୍ପାଇ ବୁଦିନଇଲା ଲକ୍ ପାରା ନଅଇ ମାପ୍ରୁର୍ ମନ୍କଲାଟା କଜିକରି ମିଲାଆ ।
Protož nebývejte neopatrní, ale rozumějící, která by byla vůle Páně.
18 ୧୮ ମଦ୍ ପେଣ୍ଡମ୍ କାଇ ମାତା ନାଇ । କାଇକେବଇଲେ ସେଟା ତମ୍କେ ଡିଲା ଚାଡ୍ବା ଗରୁଗାଇର୍ ପାରା ଚଲାଚଲ୍ତି କର୍ବାକେ ଡାକିନେଇସି । ତାର୍ବାଦୁଲେ ସୁକଲ୍ଆତ୍ମା ବାନ୍ଦିନେବାକେ ସର୍ପିଉଆ ।
A neopíjejte se vínem, v němžto jest prostopášnost, ale naplněni buďte Duchem svatým,
19 ୧୯ ଗିତ୍ ସଙ୍ଗିତାର୍ ଗିତ୍, ଆତ୍ମାଇ ଅନି ଆଇବା ବିନ୍ ଗିତ୍ମନ୍, ତମର୍ ବିତ୍ରେ କୁଆକୁଇ ଉଆ । ଗିତ୍ କଇକରି ନିଜେ ନିଜେ ମନ୍ବିତ୍ରେ ମାପ୍ରୁକେ ଡାକ୍ପୁଟା କରା ।
Mluvíce sobě vespolek v žalmích, a v chvalách, a v písničkách duchovních, zpívajíce a plésajíce v srdcích vašich Pánu,
20 ୨୦ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ନାଉଁଦାରି ସବୁବେଲେ ସବୁ ବିସଇର୍ପାଇ ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
Díky činíce vždycky ze všeho ve jménu Pána našeho Jezukrista Bohu a Otci,
21 ୨୧ କିରିସ୍ଟର୍ପାଇ ରଇବା ତମର୍ ସନ୍ମାନର୍ ଲାଗି, ତମର୍ ତମର୍ ବିତ୍ରେ ସର୍ପାସର୍ପି ଉଆ ।
Poddáni jsouce jedni druhým v bázni Boží.
22 ୨୨ ଏ ମାଇଜିମନ୍ ତମେ ଜେନ୍ତାର୍ ମାପ୍ରୁକେ ସର୍ପିଅଇ ଆଚାସ୍, ସେନ୍ତାରି ତମର୍ ନିଜର୍ ନିଜର୍ ମୁନୁସ୍କେ ମିସା ସର୍ପି ଉଆ ।
Ženy mužům svým poddány buďte jako Pánu.
23 ୨୩ କାଇକେବଇଲେ କିରିସ୍ଟ ଜେ କି ତାର୍ ଗାଗଡ୍ପାରା ରଇବା ମଣ୍ଡଲିର୍ ନେତା ଆଚେ, ସେନ୍ତାରିସେ ମୁନୁସ୍ ମିସା ତାର୍ ମାଇଜିର୍ ନେତା ଆଚେ । କିରିସ୍ଟସେ ତାର୍ ମଣ୍ଡଲିକେ ରକିଆ କଲାଆଚେ ।
Nebo muž jest hlava ženy, jako i Kristus jest hlava církve, a onť jest Spasitel těla.
24 ୨୪ ତେବର୍ପାଇ ମଣ୍ଡ୍ଲି ଜେନ୍ତାର୍ କିରିସ୍ଟକେ ସର୍ପି ଅଇସି, ସେନ୍ତାରି ଏ ମାଇଜିମନ୍, ତମେ ମିସା ସବୁ ବିସଇତେଇ ତମର୍ ମନସ୍ମନର୍ ଟାନେ ସର୍ପି ଅଇବାର୍ଆଚେ ।
A tak jakož církev poddána jest Kristu, tak i ženy mužům svým ať jsou poddány ve všem.
25 ୨୫ ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା ।
Muži milujte ženy své, jako i Kristus miloval církev, a vydal sebe samého za ni,
26 ୨୬ କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା ।
Aby ji posvětil, očistiv ji obmytím vody v slovu,
27 ୨୭ ମଣ୍ଡଲିକେ ତାର୍ ମୁଆଟେ ଆନ୍ଲାବେଲେ, ମଣ୍ଡଲି ଜେନ୍ତାରି କି, କାଇ ମୁର୍କି ନ ଅଇତେ, ଅସୁକଲ୍ ନଇତେ, କାଇ ଦସ୍ ନ ଅଇତେ ରଇ, ତାର୍ ବାଦୁଲେ ସୁକଲ୍ ଆରି ସିଦ୍ କାରାଇ ତାକେ ଟିଆ କରାଇସି ।
Aby ji sobě postavil slavnou církev, nemající poskvrny, ani vrásky, neb cokoli takového, ale aby byla svatá a bez úhony.
28 ୨୮ ସେନ୍ତାରିସେ ମୁନୁସ୍ମନ୍ ନିଜର୍ ଗାଗଡ୍କେ ଜତନ୍ କରି ଆଲାଦ୍ କଲାପାରା ନିଜର୍ ମାଇଜିମନ୍କେ ସେନ୍ତାରି କରା । ଜେ ନିଜର୍ ମାଇଜିକେ ଆଲାଦ୍ କର୍ସି, ସେ ନିଜ୍କେ ମିସା ଆଲାଦ୍ କର୍ସି ।
Takť jsou povinni muži milovati ženy své jako svá vlastní těla. Kdo miluje ženu svou, sebeť samého miluje.
29 ୨୯ କେ ମିସା କେବେ ନିଜର୍ ଗାଗଡ୍କେ ଗିନ୍ ନ କରେ । ମାତର୍ ତାର୍ପାଇ ଦୁଆପୁଚା କରି କାଦି କୁଆଇସି । ଜେନ୍ତାରି କି କିରିସ୍ଟ ତାର୍ ମଣ୍ଡଲିର୍ ପାଇ ଜତନ୍ କଲାନି ।
Žádný zajisté nikdy těla svého neměl v nenávisti, ale krmí a chová je, jakožto i Pán církev.
30 ୩୦ କାଇକେବଇଲେ ଆମେ ସବୁ ତାର୍ ଗାଗଡର୍ ବାଗ୍ ଅଇଆଚୁ ।
Neboť jsme údové těla jeho, z masa jeho a z kostí jeho.
31 ୩୧ ଏଟାର୍ପାଇ ଦରମ୍ ସାସ୍ତରେ ଲେକାଅଇଆଚେ ମୁନୁସ୍ ତାର୍ ନିଜର୍ ଆୟା ବାବାକେ ଚାଡି ନିଜର୍ ମାଇଜିର୍ ସଙ୍ଗ୍ ମିସି ଜାଇସି । ଆରି ସେ ଦୁଇଲକ୍ ମିସି ଗଟେକ୍ ଅଇବାଇ ।
A protoť opustí člověk otce i matku, a připojí se k manželce své, i budouť dva jedno tělo.
32 ୩୨ ଏଟା ଗଟେକ୍ ବଡ୍ ଲୁଚି ରଇବା ବିସଇ । ମାତର୍ ମୁଇ କିରିସ୍ଟ ଆରି ମଣ୍ଡଲି ବିତ୍ରେ ମିସିବିଡି ରଇବା ବିସଇ କାତା ଅଇଲିନି ।
Tajemství toto veliké jest, ale já pravím o Kristu a o církvi.
33 ୩୩ ସାରାସାରି ତମେ ଗଟେକ୍ ଗଟେକ୍ ଲକ୍ ନିଜେ ନିଜେ ଆଲାଦ୍ ଅଇଲାପାରା ନିଜର୍ ନିଜର୍ ମାଇଜିକେ ସେନ୍ତାରି କର୍ବାର୍ ଆଚେ । ଆରି ମାଇଜିମନ୍ ତାକର୍ ମୁନୁସ୍ମନ୍କେ ସନ୍ମାନ୍ ଦେବାର୍ ଆଚେ ।
Avšak i vy, jeden každý z vás, manželku svou tak jako sám sebe miluj. Žena pak ať se bojí muže svého.