< ଏପିସିୟ 5 >
1 ୧ ପର୍ମେସର୍କେ ବେସି ଆଲାଦ୍ କର୍ବା ତାର୍ ପିଲାମନ୍ ଅଇବାକେ, ତାର୍ପାରା ଅଇ ଗଟେକ୍ ଆଲାଦର୍ ଚଲାଚଲ୍ତି କରା ।
Be ye therefore imitators of God as his dear children; and walk in love,
2 ୨ ଜେନ୍ତାର୍ କି କିରିସ୍ଟ ଆମ୍କେ ଆଲାଦ୍ କରି ଆମର୍ ପାଇ ମରି ରଇଲା । ଗଟେକ୍ ସୁନ୍ଦର୍ ବାସ୍ନା ଅଇବା ବଲି ପାରା ସେ ତାର୍ ଜିବନ୍ ପର୍ମେସର୍କେ ସର୍ପିଦେଲା ।
even as Christ hath loved us, and given Himself up for us, an offering and a sacrifice to God for an odor of sweet perfume.
3 ୩ ମାତର୍ ତମର୍ ବିତ୍ରେ ବେସିଆ ଇସାବେ ରଇବା ଚଲାଚଲ୍ତି, କି କାଇ ରକାମର୍ ସୁକଲ୍ ନ ଅଇବାଟା କି ଲବ୍ ଅଇବାଟା ଆଚେ, ବଲି ବିନ୍ ଲକ୍ମନ୍ ନ କଅତ୍ । କାଇକେବଇଲେ ଏଟା ସବୁ ପର୍ମେସରର୍ ସୁକଲ୍ ଲକ୍ମନ୍ କର୍ବା ଟିକ୍ ବିସଇ ନଏ ।
But fornication, and all uncleanness, or inordinate desire, let it not be even named among you; for so it becometh saints:
4 ୪ ସେନ୍ତାରିସେ ଜନ୍ଟାକି ଲଡାକେ ନ ଆଇବା ଗୁନ୍ଚଲନ୍, କି କାରାପ୍ କାତା, ଲାଜ୍ କର୍ବା କାତା କି ଟାପ୍ରା କାତା ତମର୍ଟାନେ ନ ଡିସ । ଏଟାମନ୍ ତମର୍ଟାନେ ରଇବାଟା ଟିକ୍ ନଏ । ତାର୍ବାଦୁଲେ ତମେ ପର୍ମେସର୍କେ ଦନିଅବାଦ୍ ଦେବା କାତା କୁଆ ।
nor ribaldry, nor buffoonery, nor wanton jesting, which are not meet: but rather giving of thanks.
5 ୫ ତମେ ଜାନ୍ବାର୍ ଆଚେ ଜେ, କେନ୍ତାରି ମିସା ବେସିଆ କାମ୍ କର୍ବା ଲକ୍, କି ସୁକଲ୍ ନ ଅଇଲା ଲକ୍, କି ଲବ୍ରା ଲକ୍ ପରମେସରର୍ ଆରି କିରିସ୍ଟର୍ ରାଇଜେ ରଇବା କାଇ ବିସଇ ମିଲାଇବାକେ ଅଦିକାର୍ ପାଇ ନାପାରତ୍ । ଗଟେକ୍ ଲବ୍ରା, ପୁତ୍ଲା ପୁଜା କର୍ବା ଲକର୍ ସଙ୍ଗ୍ ସମାନ୍ ।
For this ye know, that no whoremonger, nor unclean person, nor covetous man, (who is an idolater, ) hath any inheritance in the kingdom of Christ and of God.
6 ୬ ବିନ୍ ଲକର୍ ଟାନେଅନି କାଇ ଲଡାକେ ନ ଆଇବା ଚୁଚା କାତା ସୁନି ନାଡାଇ ଉଆ ନାଇ । କାଇକେବଇଲେ, ଏନ୍ତାରି କରି ତାକେ ନ ନାମ୍ବା ଲକ୍ମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
Let no one deceive you with vain words: for because of these things cometh the wrath of God upon the children of disobedience.
7 ୭ ତେବର୍ପାଇ ସେନ୍ତାରି ଲକ୍ମନର୍ ସଙ୍ଗ୍ ମିସା ନାଇ ।
Therefore be not partners with them.
8 ୮ କାଇକେବଇଲେ ଆଗ୍ତୁ ତମେ ଆନ୍ଦାରେ ରଇଲାସ୍ । ମାତର୍ ଏବେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଉଜଲେ ପୁରି ଆଚାସ୍ । ତେବର୍ପାଇ ଉଜଲେ ରଇବା ଲକ୍ମନର୍ପାରା ଚଲାଚଲ୍ତି କରା ।
For ye were heretofore darkness, but now ye are light in the Lord:
9 ୯ କାଇକେବଇଲେ, ଉଜ୍ଲେ ରଇଲେ ତେଇଅନି ସବୁ ରକାମର୍ ନିକ, ଦରମ୍, ଆରି ସତ୍ ବିସଇ ବାରଇସି ।
walk therefore as children of light, (for the fruit of the Spirit is in all goodness and righteousness and truth, )
10 ୧୦ ପର୍ମେସର୍କେ ସାର୍ଦା କରାଇବା ବିସଇ କଜିକରି ମିଲାଆ ।
approving what is well-pleasing to the Lord.
11 ୧୧ ଆନ୍ଦାରେ ରଇବା ଲକ୍ମନ୍ କର୍ବା କାଇ ମୁଲିଅ ନ ରଇବା କାମେ ମିସାନାଇ । ସେଟାମନ୍କେ କାଇ ମୁଲିଅ ନାଇ । ତାର୍ ବାଦୁଲେ ସେନ୍ତାରି କାରାପ୍ ଅଇବା କାମ୍ ନ ଲୁଚାଇ ଦେକାଇଦିଆସ୍ ।
And have no communion with the unfruitful works of darkness, but rather reprove them.
12 ୧୨ ସେନ୍ତାରି ଲୁଚ୍ତେ କର୍ବା କାମର୍ ବିସଇ କାତା ଅଇବାକେ ମିସା ଲାଜ୍ ଲାଗ୍ସି ।
For it is a shame even to relate the things that are done by them in secret.
13 ୧୩ ଏନ୍ତାରି କାମ୍ ନ ଲୁଚାଇ ବାର୍କରାଇଲେ, ତେଇର୍ ସତ୍ ବିସଇ ଲକ୍ମନ୍ ଦେକ୍ବାଇ ।
But all things to be reproved: are made manifest by the light: for whatever doth make manifest, is light.
14 ୧୪ କାଇକେବଇଲେ ଉଜଲର୍ ସବୁ ବିସଇ ଉଜଲ୍ସେ । ସେଟାର୍ ପାଇ ଏନ୍ତାରି ଲେକାଅଇଲାଆଚେ, “ଏ ଗୁନେରାମନ୍ ଉଟା, ମଲାପାରା ନ ରଇକରି ଜିବନ୍ ରୁଆ, କିରିସ୍ଟ ତମ୍କେ ଉଜଲ୍ ଦେଇସି ।”
Wherefore He saith, Awake thou that sleepest, and arise from the dead, and Christ shall give thee light.
15 ୧୫ ତେବେ ତମର୍ ଚଲାଚଲ୍ତି କର୍ବାଟାନେ ଜାଗ୍ରତ୍ ରୁଆ । ବକୁଆ ଲକ୍ମନର୍ପାରା ନ ଅଇ ବୁଦିରଇବା ଲକର୍ପାରା ରୁଆ ।
See then that ye walk circumspectly, not as fools, but as wise men:
16 ୧୬ ସବୁବେଲେ ନିକ କାମ୍ କର୍ବାକେ କଜ୍ତେ ରୁଆ । କାଇକେବଇଲେ ଏ ଜୁଗର୍ ଲକ୍ମନ୍ ବେସି କାରାପ୍ ଆଚତ୍ ।
redeeming the time, because the days are evil.
17 ୧୭ ତେବର୍ପାଇ ବୁଦିନଇଲା ଲକ୍ ପାରା ନଅଇ ମାପ୍ରୁର୍ ମନ୍କଲାଟା କଜିକରି ମିଲାଆ ।
Wherefore be not thoughtless, but consider what is the will of the Lord.
18 ୧୮ ମଦ୍ ପେଣ୍ଡମ୍ କାଇ ମାତା ନାଇ । କାଇକେବଇଲେ ସେଟା ତମ୍କେ ଡିଲା ଚାଡ୍ବା ଗରୁଗାଇର୍ ପାରା ଚଲାଚଲ୍ତି କର୍ବାକେ ଡାକିନେଇସି । ତାର୍ବାଦୁଲେ ସୁକଲ୍ଆତ୍ମା ବାନ୍ଦିନେବାକେ ସର୍ପିଉଆ ।
And be not drunk with wine, in which there is riotous excess; but be filled with the Spirit:
19 ୧୯ ଗିତ୍ ସଙ୍ଗିତାର୍ ଗିତ୍, ଆତ୍ମାଇ ଅନି ଆଇବା ବିନ୍ ଗିତ୍ମନ୍, ତମର୍ ବିତ୍ରେ କୁଆକୁଇ ଉଆ । ଗିତ୍ କଇକରି ନିଜେ ନିଜେ ମନ୍ବିତ୍ରେ ମାପ୍ରୁକେ ଡାକ୍ପୁଟା କରା ।
speaking to yourselves in psalms, and hymns, and spiritual songs, singing and making melody in your heart to the Lord:
20 ୨୦ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ନାଉଁଦାରି ସବୁବେଲେ ସବୁ ବିସଇର୍ପାଇ ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
always giving thanks for all to God even the Father in the name of our Lord Jesus Christ:
21 ୨୧ କିରିସ୍ଟର୍ପାଇ ରଇବା ତମର୍ ସନ୍ମାନର୍ ଲାଗି, ତମର୍ ତମର୍ ବିତ୍ରେ ସର୍ପାସର୍ପି ଉଆ ।
submitting yourselves to each other in the fear of God.
22 ୨୨ ଏ ମାଇଜିମନ୍ ତମେ ଜେନ୍ତାର୍ ମାପ୍ରୁକେ ସର୍ପିଅଇ ଆଚାସ୍, ସେନ୍ତାରି ତମର୍ ନିଜର୍ ନିଜର୍ ମୁନୁସ୍କେ ମିସା ସର୍ପି ଉଆ ।
Wives, be subject to your own husbands, as to the Lord:
23 ୨୩ କାଇକେବଇଲେ କିରିସ୍ଟ ଜେ କି ତାର୍ ଗାଗଡ୍ପାରା ରଇବା ମଣ୍ଡଲିର୍ ନେତା ଆଚେ, ସେନ୍ତାରିସେ ମୁନୁସ୍ ମିସା ତାର୍ ମାଇଜିର୍ ନେତା ଆଚେ । କିରିସ୍ଟସେ ତାର୍ ମଣ୍ଡଲିକେ ରକିଆ କଲାଆଚେ ।
for the husband is the head of the wife, even as Christ is the head of the church: and the saviour of that body.
24 ୨୪ ତେବର୍ପାଇ ମଣ୍ଡ୍ଲି ଜେନ୍ତାର୍ କିରିସ୍ଟକେ ସର୍ପି ଅଇସି, ସେନ୍ତାରି ଏ ମାଇଜିମନ୍, ତମେ ମିସା ସବୁ ବିସଇତେଇ ତମର୍ ମନସ୍ମନର୍ ଟାନେ ସର୍ପି ଅଇବାର୍ଆଚେ ।
As the church then is subject to Christ, so also should wives be to their own husbands in every thing.
25 ୨୫ ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା ।
Husbands, love your wives, even as Christ also loved the church, and gave up Himself for it:
26 ୨୬ କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା ।
to sanctify and cleanse it with the washing of water by the word,
27 ୨୭ ମଣ୍ଡଲିକେ ତାର୍ ମୁଆଟେ ଆନ୍ଲାବେଲେ, ମଣ୍ଡଲି ଜେନ୍ତାରି କି, କାଇ ମୁର୍କି ନ ଅଇତେ, ଅସୁକଲ୍ ନଇତେ, କାଇ ଦସ୍ ନ ଅଇତେ ରଇ, ତାର୍ ବାଦୁଲେ ସୁକଲ୍ ଆରି ସିଦ୍ କାରାଇ ତାକେ ଟିଆ କରାଇସି ।
that He might prepare it for Himself a glorious church, not having spot or wrinkle, or any such thing: but that it should be holy and unblameable.
28 ୨୮ ସେନ୍ତାରିସେ ମୁନୁସ୍ମନ୍ ନିଜର୍ ଗାଗଡ୍କେ ଜତନ୍ କରି ଆଲାଦ୍ କଲାପାରା ନିଜର୍ ମାଇଜିମନ୍କେ ସେନ୍ତାରି କରା । ଜେ ନିଜର୍ ମାଇଜିକେ ଆଲାଦ୍ କର୍ସି, ସେ ନିଜ୍କେ ମିସା ଆଲାଦ୍ କର୍ସି ।
Men ought so to love their wives, as their own bodies: he that loveth his wife, loveth himself.
29 ୨୯ କେ ମିସା କେବେ ନିଜର୍ ଗାଗଡ୍କେ ଗିନ୍ ନ କରେ । ମାତର୍ ତାର୍ପାଇ ଦୁଆପୁଚା କରି କାଦି କୁଆଇସି । ଜେନ୍ତାରି କି କିରିସ୍ଟ ତାର୍ ମଣ୍ଡଲିର୍ ପାଇ ଜତନ୍ କଲାନି ।
For no one ever hated his own flesh, but nourisheth and cherisheth it, even as the Lord also doth the church:
30 ୩୦ କାଇକେବଇଲେ ଆମେ ସବୁ ତାର୍ ଗାଗଡର୍ ବାଗ୍ ଅଇଆଚୁ ।
for we are members of his body, as if taken out of his flesh, and of his bones, as Eve was out of Adam's.
31 ୩୧ ଏଟାର୍ପାଇ ଦରମ୍ ସାସ୍ତରେ ଲେକାଅଇଆଚେ ମୁନୁସ୍ ତାର୍ ନିଜର୍ ଆୟା ବାବାକେ ଚାଡି ନିଜର୍ ମାଇଜିର୍ ସଙ୍ଗ୍ ମିସି ଜାଇସି । ଆରି ସେ ଦୁଇଲକ୍ ମିସି ଗଟେକ୍ ଅଇବାଇ ।
For this cause shall a man leave his father and mother, and shall be joined to his wife, and they two shall be one flesh.
32 ୩୨ ଏଟା ଗଟେକ୍ ବଡ୍ ଲୁଚି ରଇବା ବିସଇ । ମାତର୍ ମୁଇ କିରିସ୍ଟ ଆରି ମଣ୍ଡଲି ବିତ୍ରେ ମିସିବିଡି ରଇବା ବିସଇ କାତା ଅଇଲିନି ।
This mystery is great: but I speak concerning Christ and the Church.
33 ୩୩ ସାରାସାରି ତମେ ଗଟେକ୍ ଗଟେକ୍ ଲକ୍ ନିଜେ ନିଜେ ଆଲାଦ୍ ଅଇଲାପାରା ନିଜର୍ ନିଜର୍ ମାଇଜିକେ ସେନ୍ତାରି କର୍ବାର୍ ଆଚେ । ଆରି ମାଇଜିମନ୍ ତାକର୍ ମୁନୁସ୍ମନ୍କେ ସନ୍ମାନ୍ ଦେବାର୍ ଆଚେ ।
Nevertheless, let every one of you in particular so love his wife even as himself; and let the wife reverence her husband.