< ଗାଲାତିୟ 2 >
1 ୧ ଚଉଦ ବରସ୍ ପଚେ ବର୍ନବାର୍ ସଙ୍ଗ୍ ମୁଇ ଜିରୁସାଲମେ ବାଉଡିଆଇଲି । ଆମର୍ ସଙ୍ଗ୍ ତିତସ୍କେ ମିସା ଡାକି ନେଇରଇଲୁ ।
Depois de passados catorze anos, subi outra vez a Jerusalém com Barnabé, levando comigo também Tito.
2 ୨ ମୁଇ ତେଇ ଜିବାର୍ ଆଚେଆକା ବଲି ପରମେସରର୍ଟାନେଅନି ଆଦେସ୍ ପାଇ ଜାଇରଇଲି । ଜିଉଦି ନ ଅଇଲା ଲକ୍ମନର୍ ଲଗେ ମୁଇ ଜନ୍ କବର୍ ଜାନାଇଲିନି, ସେଟା ଜିରୁସାଲମର୍ ନେତା ବଲି ମାନିଅ ପାଇରଇବା ଲକ୍ମନ୍, ଗଟେକ୍ ଗରେ ବସ୍ଲା ବେଲେ, ତେଇ ବୁଜାଇ ଦେଲି । ଜେନ୍ତିକି ମର୍ ଆଗର୍ ପଚର୍ ଜାନାଇବା ସୁବ୍କବର୍ ବେକାର ନ ଅ, ସେଟାର୍ ପାଇ ମୁଇ ଦିଆନ୍ ଦେଇରଇଲି ।
E, por causa de uma revelação, subi, e lhes declarei o Evangelho que prego entre os gentios. [Isso], porém, foi em particular, com os mais influentes, para que eu eu não corresse ou tivesse corrido em vão.
3 ୩ ମୁଇ କଇଲା ବିସଇ ସେମନ୍ ରାଜି ଅଇଲାଇ । କାଇକେବଇଲେ ମର୍ ସାଙ୍ଗ ତିତସ୍, ଗଟେକ୍ ଗିରିକ୍ ଲକ୍ ଅଇରଇଲେ ମିସା, ତାକେ ସୁନତ୍ ଅ ଆକା ବଲି ବାଦିଅ କରତ୍ ନାଇ ।
Porém nem mesmo Tito, que estava comigo, sendo grego, foi obrigado a se circuncidar.
4 ୪ ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।
E [isso] por causa de falsos irmãos, que haviam se infiltrado, e entraram secretamente para espionar a nossa liberdade que temos em Cristo Jesus, a fim de nos tornar escravos.
5 ୫ ମାତର୍ ତମର୍ ଲାଗି, ସୁବ୍କବର୍ ସତ୍ସଙ୍ଗ୍ ଦାରି ରକ୍ବାକେ, ଆମେ ସେ ନାଡାଉମନ୍କେ ଚନେକ୍ ମିସା ବେଲା ଦେଇ ନ ରଇଲୁ ।
A eles nem sequer por um momento cedemos a nos sujeitarmos, para que a verdade do Evangelho permanecesse em vós.
6 ୬ ମାତର୍ ଜନ୍ ଲକ୍ମନ୍ ନେତା ବଲାଇ ଅଇତେ ରଇଲାଇ, ସେମନ୍ ଜେ ମିସା ଅଅତ୍, ସେଟାର୍ ପାଇ ମକେ କାଇଟା ନ ଅଏ । କାଇକେବଇଲେ ପରମେସର୍ କାକେ ମିସା ବାଇରର୍ ଚଲାଚଲ୍ତି ଦେକି ବିଚାର୍ନା ନ କରେ । ସେ ନେତାମନ୍ ମକେ କାଇମିସା ନୁଆ ଜଜ୍ନା ନ ଦେଇରଇଲାଇ ।
E quanto aos de maior influência (o que haviam sido antes não me importa; Deus não se interessa na aparência humana); esses, pois, que eram influentes, nada me acrescentaram.
7 ୭ ଆରି ଗଟେକ୍ ବାଟେ ସେମନ୍ ଦେକ୍ଲାଇ ଜେ, ପରମେସର୍ ଜେନ୍ତିକି ପିତର୍କେ ଜିଉଦିମନର୍ ଲଗେ ସୁବ୍କବର୍ ଜାନାଇବାକେ ଦାଇତ୍ ଦେଇ ରଇଲା, ସେନ୍ତି ଜିଉଦି ନଇଲା ଲକ୍ମନର୍ ଟାନେ ସୁବ୍କବର୍ ଜାନାଇବାକେ ମକେ ଦାଇତ୍ ଦେଲାଆଚେ ।
Pelo contrário, quando viram que o Evangelho aos incircuncisos havia sido confiado a mim, assim como a Pedro, aos circuncisos,
8 ୮ କାଇକେବଇଲେ ପିତର୍ ଜେନ୍ତି ପର୍ମେସରର୍ ବପୁ ପାଇକରି ଜିଉଦିମନର୍ ପାଇ ପେରିତ୍ ସିସ୍ ଇସାବେ ଦାଇତ୍ ପାଇରଇଲା, ସମାନ୍ ସେନ୍ତି, ମୁଇ ମିସା ପରମେସରର୍ ବପୁ ପାଇକରି ଜିଉଦି ନଇଲା ଲକ୍ମନର୍ ପାଇ ପେରିତ୍ ସିସ୍ ଇସାବେ ଦାଇତ୍ ପାଇଲିଆଚି ।
(pois aquele que operou em Pedro para o apostolado da circuncisão, esse operou também em mim para os gentios)
9 ୯ ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।
e quando Tiago, Cefas, e João, que eram considerados como colunas, reconheceram a graça que me foi dada, eles estenderam as mãos direitas de comunhão a mim e a Barnabé, para que nós [fôssemos] aos gentios, e eles aos circuncisos;
10 ୧୦ ସେମନ୍ ଆମ୍କେ ସେମନର୍ ଦଲେ ଅବାବେ ରଇଲା ଲକ୍ମନ୍କେ ଏତାଇତେରୁଆ ବଲି ଅବ୍କା ଏତ୍କି ଗୁଆରି କରିରଇଲାଇ । ସେ ବିସଇ କର୍ବାକେସେ ମର୍ ମନ୍ ରଇଲା ।
sob a condição de que nos lembrássemos dos pobres; isso também procurei fazer com empenho.
11 ୧୧ ପିତର୍ ଆନ୍ତିଅକିଅତେଇ ଆସି ରଇଲା ବେଲେ ମୁଇ ସବୁ ଲକର୍ ମୁଆଟେ ତାକେ ମନାକରିରଇଲି, କାଇକେ ବଇଲେ ସତଇସେ ସେ ବୁଲ୍ କାମ୍ କର୍ତେରଇଲା ।
E quando Cefas veio a Antioquia, estive contra ele face a face, pois ele devia ser repreendido;
12 ୧୨ ଆଗ୍ତୁ ସେ ଜିଉଦି ନଇଲା ଲକ୍ମନର୍ ସଙ୍ଗ୍ କାଇତେରଇଲା, ମାତର୍ ଜେଡେବଲ୍ ଜାକୁବ୍ ପାଟାଇରଇବା ଲକ୍ମନ୍ ତେଇ ଆଇଲାଇ, ତେଇ ମିସିକରି କାଇବାଟା ଚାଡି ବିନେ ରଇଲା । ଜନ୍ ଜିଉଦି ବିସ୍ବାସିମନ୍ ଜିଉଦି ନଇଲାଟାମନ୍କେ ସୁନତ୍ ଉଆ ବଲି ବାଦିଅ କର୍ତେରଇଲାଇ, ସେମନ୍କେ ଡରି ପିତର୍ ଏନ୍ତି କଲା ।
porque, antes que alguns que Tiago enviou chegassem, ele comia com os gentios; mas depois que chegaram, ele se retirou e se separou, temendo os que eram da circuncisão.
13 ୧୩ ବିନ୍ ଜିଉଦି ବାଇମନ୍ ମିସା ପିତର୍ ସଙ୍ଗ୍ ମିସି କୁଟିଆଲ୍ମନର୍ ପାରା ଚଲାଚଲ୍ତି କର୍ତେ ରଇଲାଇ । ଏନ୍ତିକି ବର୍ନବା ମିସା ସେନ୍ତାରି ଅଇଗାଲା ।
E também com ele os outros judeus fingiram, de maneira que até Barnabé se deixou levar pela hipocrisia deles.
14 ୧୪ ସବୁର୍ ମୁଆଟେ ମୁଇ ପିତର୍କେ କଇଲି, “ତୁଇ ଜିଉଦି ଅଇକରି ମିସା, ଜିଉଦି ନଇଲା ଲକର୍ ପାରା କେତେଟା ଜିଉଦି ରିତିନିତି ଚାଡିଦେଇ ଆଚୁସ୍ । ସେନ୍ତାର୍ଆଲେ ଜିଉଦି ନ ଅଉଁମନ୍କେ ଆମର୍ ଦରମର୍ ସବୁ ରିତିନିତି ମାନ୍ବାକେ କେନ୍ତି ବାଦିଅ କଲୁସ୍ନି?”
Mas quando vi que não estavam agindo corretamente conforme a verdade do Evangelho, disse na presença de todos a Cefas: “Se tu, que és judeu, vives como gentio, e não como judeu, como obrigas os gentios a viverem como judeus?”
15 ୧୫ ଏବେ ଆମ୍କେ ଜନ୍ମେଅନି ଜିଉଦି ଲକ୍ ବଲି ଜାନତ୍ । ପର୍ମେସରର୍ ନିୟମ୍ ନାଜାନ୍ଲା ଜିଉଦି ନଇଲା ଲକ୍ମନର୍ପାରା ନଉଁ ।
Nós, que somos judeus por natureza, e não pecadores dentre os gentios,
16 ୧୬ ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।
sabemos que o ser humano não é justificado pelas obras da Lei, mas sim pela fé em Cristo Jesus. Também nós temos crido em Cristo Jesus, para que fôssemos justificados pela fé em Cristo, e não pelas obras da Lei; pois ninguém se justificará pelas obras da Lei.
17 ୧୭ ମାତର୍ କିରିସ୍ଟର୍ ସଙ୍ଗ୍ ମିସିରଇଲାକେ ତାର୍ ମୁଆଟେ ଆମେ ଦରମ୍ଲକ୍ ବଲି ଏଜାଇ ଅଇବୁ । ମାତର୍ ମସାର୍ ନିୟମ୍ ଇସାବେ, ଜିଉଦି ନଇଲା ଲକ୍ମନର୍ ପାରା ଆମେ ପାପିଲକ୍ ବଲି ଏଜାଇ ଅଇଲୁନି । କିରିସ୍ଟ ଲକ୍ମନ୍କେ ପାପ୍ କରାଇବାକେ ବାଦିଅ କଲାନି ବଲି ତାର୍ ଅରତ୍ ଆଚେ କି? ନାଇ, ଏନ୍ତାରି କେବେ ନ ଅଏ ।
Mas se nós, que buscamos ser justificados em Cristo, também nós mesmos somos achados pecadores, por isso Cristo contribui com o pecado? De maneira nenhuma!
18 ୧୮ କାଇକେବଇଲେ ମୁଇ ମସାର୍ ନିୟମ୍ ପିଟି ପାସ୍ଲିଦେଲି । ମାତର୍ ଜନ୍ ନିୟମ୍ ମୁଇ ଚାଡିଦେଇରଇଲି, ସେଟା ଆରିତରେକ୍ ମାନ୍ବାକେ ଚେସ୍ଟା କଲେ ସତଇସେ ପାପି ଅଇଜିବି ।
Pois, se volto a construir as coisas que já destruí, provo que eu mesmo cometi transgressão.
19 ୧୯ ନିୟମର୍ ପାଇ ମୁଇ ମଲାସମାନ୍ ଅଇଆଚି । ନିୟମର୍ ଲାଗି ସେ, ପର୍ମେସରର୍ ମୁଆଟେ ଦସି ଅଇକରି ମରନର୍ ଡଣ୍ଡ୍ ପାଇଲି ।
Pois pela Lei estou morto para a Lei, a fim de que eu viva para Deus.
20 ୨୦ ପର୍ମେସରର୍ ପାଇ ବଁଚ୍ବାକେ ମକେ କିରିସଟର୍ ସଙ୍ଗ୍ କୁର୍ସେ ମରାଇଆଚେ । ଏବେ ମୁଇ ଜିଇକରି ରଇନାଇ । ମାତର୍ କିରିସ୍ଟ ମର୍ଟାନେ ଜିଇକରି ଆଚେ । ଏବେ ମର୍ ଗାଗଡ୍ ବିସ୍ବାସର୍ ଲାଗି ଜିବନ୍ ଆଚେ । ଜନ୍ଟା କି ପର୍ମେସରର୍ ପଅ ଜିସୁ କିରିସ୍ଟ ମକେ ଆଲାଦ୍ କରି ମର୍ପାଇ ସେ ନିଜେ ସର୍ପି ଅଇଲା । ତାକେ ବିସ୍ବାସ୍ କରି ମୁଇ ଜିଇଲି ଆଚି ।
Já estou crucificado com Cristo. Estou vivendo não mais eu, mas Cristo vive em mim; e vivo a minha vida na carne por meio da fé no Filho de Deus, que me amou, e entregou a si mesmo por mim.
21 ୨୧ ଏଟାର୍ପାଇ ପରମେସରର୍ ଜିବନ୍ ଦୁକାଇଲାଟାକେ ମୁଇ କେବେ ମିସା ନାଇ ବଲି କଇନାପାରି । କାଇକେ ବଇଲେ ନିୟମ୍ ମାନ୍ଲେ ଜଦି ଗଟେକ୍ ଲକ୍ ତାର୍ ମୁଆଟେ ଦରମ୍ ଲକ୍ ଅଇପାରେ, ତେବେ କିରିସ୍ଟ ମଲାର୍ କିଚି ମୁଲିଅ ନାଇ । ଏ ସବୁ ବିସଇ ମୁଇ ଆନ୍ଟିଅକେ କଇଲି ।
Não anulo a graça de Deus; pois, se a justiça é por meio da Lei, logo Cristo morreu por nada.