< ଗାଲାତିୟ 4 >
1 ୧ କାତା ଇସାବେ କଇଅଇସି । ପିଲା ବାବାର୍ ସବୁ ଦନ୍ସଁମ୍ପତି ପାଇବାର୍ ଅଦିକାର୍ ଆଚେ, ମାତର୍ ସବୁ ଜାକ ତାର୍ ଅଇରଇଲା ପଚେ ମିସା, ବୟସ୍ ନ ଅଇବା ଜାକ ସେ ଗତିଦାଙ୍ଗ୍ଡା ଇସାବେ ଲେକା ଅଇସି ।
But I say, that the heir, so long as he is a child, differeth not from a servant, although he is lord of all;
2 ୨ ବୟସ୍ ନ ଅଇବା ଜାକ, ତାର୍ ବାବା ଟିକ୍ କର୍ବା ବେଲା ନ ଅଇବା ଜାକ, ବିନ୍ ଲକ୍ମନ୍ ତାକେ ଜତନ୍ କର୍ବାଇ ଆରି ତାର୍ ସବୁ ବିସଇ ଦେକାରକା କର୍ବାଇ ।
but he is under supervisors and stewards, until the time established by his father.
3 ୩ ସେନ୍ତାରିସେ ଆମେ ମିସା ଆତ୍ମାର୍ ଇସାବେ ବୟସ୍ ନ ଅଇବା ଆଗ୍ତୁ, ଜଗତ୍କେ ସାସନ୍ କର୍ବା ନିଅମ୍, ଆରି ରିତିନିତିର୍ ଗତିଦାଙ୍ଗ୍ଡା ଅଇ ରଇଲୁ ।
So also we, while we were children, were in subordination under the elements of the world.
4 ୪ ସାରାସାରି ଜେଡେବଲ୍ ସମାନ୍ ବେଲା କେଟ୍ଲା, ପରମେସର୍ ତାର୍ ନିଜର୍ ପଅକେ ପାଟାଇଲା । ଗଟେକ୍ ମାମୁଲି ଟକିର୍ ଗର୍ବେଅନି ଜାତ୍ ଅଇକରି ସେ ଜିଉଦି ନିଅମ୍ ମାନିକରି ଜିଇଲାଇ କାଇଲାଇ ।
But when the consummation of the time arrived, God sent forth his Son; and he was from a woman, and was under the law;
5 ୫ ଜେନ୍ତିକି ଦର୍କାର୍ ରଇଲା ମୁଲିଅ ଦେଇ, ନିଅମର୍ ବନ୍ଦନେଅନି ଲକ୍ମନ୍କେ ମୁକ୍ଲାଇବାକେ ଆରି ସେମନ୍କେ ପରମେସରର୍ ପିଲାଜିଲା ଅଇବାକେ ବେଲା ଟିକ୍ କର୍ବାକେ, ତାର୍ ଜିବନର୍ ଆଦେସ୍ ରଇଲା ।
that he might redeem them that were under the law; and that we might receive the adoption of sons.
6 ୬ ତମେମନ୍ ଜେ ପରମେସରର୍ ପିଲାଜିଲା, ଏଟା ଦେକାଇ ଦେବାକେ, ପରମେସର୍ ତାର୍ ପଅର୍ ଆତ୍ମା ଆମର୍ ମନ୍ ବିତ୍ରେ ପାଟାଇଲା ଆଚେ । ସେ ଆତ୍ମା ଆଉଲିଅଇ କଇଲାନି, “ବାବା! ଏ ମର୍ ବାବା!”
And, because ye are sons, God hath sent forth the Spirit of his Son into your hearts, who crieth, Father, our Father.
7 ୭ ସେଟାର୍ପାଇ ତମେ ଆରି ବିକିଅଇରଇବା ଗତିଦାଙ୍ଗ୍ଡା ନୁଆସ୍, ମାତର୍ ପିଲାମନ୍ । ତମେ ତାର୍ ପିଲାଜିଲା ଅଇଲାର୍ ଲାଗି, ପରମେସର୍ ତାର୍ ପିଲାଟକିମନର୍ପାଇ ଜାଇଟା ସଙ୍ଗଇଲା ଆଚେ, ସେଟା ସବୁ ତମ୍କେ ଦାନ୍ କରିଦେଇସି ।
Wherefore, ye are no longer servants, but sons; and if sons, then heirs of God; through Jesus the Messiah.
8 ୮ ଆଗ୍ତୁ ତମେମନ୍ ପରମେସର୍କେ ଜାନି ନ ରଇଲାସ୍, ସେଟାର୍ ପାଇ ତମେ ମିଚ୍ ଦେବିଦେବ୍ତାମନର୍ ଗତି ଅଇରଇଲାସ୍ ।
For then, when ye knew not God, ye served them who in their nature are not gods.
9 ୯ ମାତର୍ ଏବେ ତମେ ପରମେସର୍କେ ଜାନିଆଚାସ୍, ନଇଲେ ମୁଇ କଇବି ପରମେସର୍ ତମ୍କେ ଜାନିଆଚେ । ତେବେ ଏଟା କେନ୍ତି ଅଇପାରେ ଜେ, ତମ୍କେ ରକିଆ କରିନାପାରି, ବପୁ ନ ରଇ ନସିଜିବା ଦେବ୍ତାମନର୍ ଲଗେ ଆରି ତରେକ୍ ବାଉଡି ଜିବାକେ ମନ୍ କଲାସ୍ନି? ତମେ କାଇକେ ଆରି ତରେକ୍ ସେମନର୍ ଗତିଦାଙ୍ଗ୍ଡା ଅଇବାକେ ମନ୍ କଲାସ୍ନି?
But now, since ye have known God, or rather, have been known by God, ye turn yourselves again to the weak and beggarly elements, and wish again to be under them!
10 ୧୦ ଦୁକର୍ କାତା, ତମେ କେତେଟା ଦିନ୍, ମାସ୍, ପାଗ୍ ଆରି ବରସ୍କେ ବେସି ମନ୍ଦିଆନ୍ ଦେଲାସ୍ନି ।
Ye observe days and moons, and set times, and years!
11 ୧୧ ମୁଇ ତମର୍ ପାଇ ବେସି ଚିନ୍ତା କଲିନି । ତମର୍ପାଇ ମର୍ ସବୁ କାମ୍ ବେକାର୍ ଅଇଲା କି?
I am afraid, lest I have labored among you in vain.
12 ୧୨ ବାଇମନ୍, ମୁଇ ତମ୍କେ ଜୁଆର୍ କରି କଇଲିନି, ମୁଇ ଜେନ୍ତାର୍ କଇଲିନି, ସେନ୍ତାରି ଜିଆ । ମୁଇ ଜିଉଦି ଅଇଲେ ମିସା ତମର୍ପାରା ଜିଉଦି ନଇଲା ଲକ୍ ପାରା ଅଇକରି, ମସାର୍ ନିୟମେଅନି ମୁକ୍ଲିଆଚି । ଆରି ତମେ ମକେ କାଇମିସା ଅନିଆଇ କରାସ୍ ନାଇ ।
Be ye like me; because I have been like you.
13 ୧୩ ମୁଇ ପର୍ତୁମ୍ ତର୍ କାଇକେ ତମର୍ ସଙ୍ଗ୍ ରଇଲି, ସେଟା ଏତାଆ । ସେଡ୍କି ବେଲେ ମକେ ଜର୍ଅଇରଲାକେ ତମ୍କେ ସୁବ୍କବର୍ ଜାନାଇରଇଲି ।
My brethren, I beseech you. Ye have not injured me at all. For ye know, that under the infirmity of my flesh, I at first announced the gospel to you;
14 ୧୪ ମାତର୍ ମର୍ ଗାଗଡ୍ ନିକ ନ ରଇଲାର୍ପାଇ ତମ୍କେ ବେସି ଅସୁବିଦା ଅଇଲା । ଅଇଲେମିସା ତମେ ମକେ ଏଲା କରାସ୍ ନାଇ କି ଚାଡି ଦିଆସ୍ ନାଇ, ମାତର୍ ମକେ ଗଟେକ୍ ସରଗର୍ ଦୁତ୍ପାରା ଡାକି ରଇଲାସ୍ । କିରିସ୍ଟ ଜିସୁକେ ଜେନ୍ତି ତମେ ଡାକ୍ତାସ୍, ସେନ୍ତି ମକେ ମିସା ଡାକ୍ଲାସ୍ ।
and the trial in my flesh, ye did not despise nor nauseate: but ye received me as an angel of God, and as Jesus the Messiah.
15 ୧୫ ସେବେଲା ତମେ କେତେକ୍ ସାର୍ଦା ରଇଲାସ୍! ମାତର୍ ଏବେ ଆମର୍ ବିତ୍ରେ ରଇବା ସେ ସାର୍ଦା କେନେ ଗାଲା? ତମର୍ ବିସଇ ମୁଇ ଡାଟ୍ସଙ୍ଗ୍ କଇଲିନି ଜେ, ଜଦି ଅଇପାର୍ତା ଆଲେ, ତମର୍ ନିଜର୍ ନିଜର୍ ଆଁକି ବେଟି ଆନି ମକେ ଦେଇତାସ୍!
Where then is your blessedness? For I testify of you, that if it had been possible, ye would have plucked out your eyes, and have given them to me.
16 ୧୬ ମାତର୍ ମୁଇ ଏବେ ସତ୍ କଇଲାର୍ ପାଇ, କାଇ ତମର୍ ସତ୍ରୁ ଅଇଗାଲି ଆଚି କି?
Have I become an enemy to you, by preaching to you the truth?
17 ୧୭ ସେ ବିନ୍ ଲକ୍ମନ୍ ତମର୍ ବାଟେ ବେସି ଦିଆନ୍ ଦେଲାଇନି । ମାତର୍ ସେମନର୍ ଦିଆନ୍ ଦେବାଟା ସତ୍ ଇସାବେ ନାଇ । ସେମନ୍ ଏଟା ମନ୍ କଲାଇନି, ଜେନ୍ତିକି ମର୍ବାଟେଅନି ତମ୍କେ ବିନେ କଲେ, ତମେ ତାକର୍ବାଟେ ମନ୍ କର୍ସା ।
They are zealous towards you, yet not for good; but they wish to shut you up, that ye may be zealous towards them.
18 ୧୮ ବିନ୍ ଲକ୍ମନ୍ ତମର୍ ବାଟେ ବେସି ଦିଆନ୍ କର୍ବାଟା ନିକ ବିସଇ । ମୁଇ ରଇଲା ବେଲେ କି ନ ରଇଲା ବେଲେ ସେମନ୍ ତମର୍ଟାନେ ଦିଆନ୍ ଦେବାଟା ନିକ ବିସଇ, ମାତର୍ ତାକର୍ ଦିଆନ୍ ଦେବାଟା ଟିକ୍ ରଇବାର୍ ଆଚେ ।
And it is a good thing to be zealous at all times in good things; and not merely when I am present with you.
19 ୧୯ ଏ ମର୍ ଆଲାଦର୍ ପିଲାମନ୍, ତମର୍ ବିତ୍ରେ କିରିସ୍ଟର୍ ପାରା ଚଲାଚଲ୍ତି ଅଇ ଆଇବାକେ, ମୁଇ ଆରିତରେକ୍ ଆତ୍ଗଡ୍ ସୁକ୍ ଅଇବା ପାରା ଦୁକ୍କସ୍ଟ ପାଇଲିନି ।
Ye are my children, of whom I travail in birth again, till the Messiah be formed in you.
20 ୨୦ ଜେନ୍ତାରିକି ମୁଇ ଏବେ ତମର୍ ଲଗେ ରଇକରି ଦାକାପୁକା ନ କରି, ବିନ୍ ଇସାବେ କାତା ଅଇବାକେ ମନ୍ କଲିନି । କାଇକେବଇଲେ ମୁଇ ତମର୍ ବିସଇନେଇ ବେସି ଚିନ୍ତା କଲିନି ।
And I could wish to be now with you, and to change the tone of my voice; because I am astonished at you.
21 ୨୧ ମସାର୍ ରିତିନିତିର୍ ତଲେସେ ରଇବାକେ ତମେ ମନ୍ କଲାସ୍ନି କି? ମକେ କଇଦେକାପନି, ତମେ କାଇ ରିତିନିତିଟାନର୍ ବାକିଅ ସୁନାସ୍ ନାଇ କି?
Tell me, ye who desire to be under the law, do ye not hear the law?
22 ୨୨ ଅବ୍ରାଆମ୍କେ ଦୁଇଟା ପଅ ରଇଲାଇ । ଗଟେକ୍ ତାର୍ ଗରେ ପାଇଟି କର୍ବା କୁଲିଆର୍ନିର୍ଟା, ଆରି ଗଟେକ୍ ତାର୍ ନିଜର୍ ବିବାଇ ମାଇଜିର୍ଟା । କାଇକେବଇଲେ ଲେକା ଆଚେ,
For it is written, that Abraham had two sons, one by the bondmaid, and one by the free woman.
23 ୨୩ ଜନ୍ଟା କୁଲିଆର୍ନିର୍ ପଅ, ସେ ମୁନୁସର୍ ମନ୍ କଲା ଇସାବେ ଜନମ୍ ଅଇଲା । ଜନ୍ଟା ବିବାଇ ମାଇଜିର୍ଟା, ପର୍ମେସର୍ କରିରଇବା ସପତ୍ ଇସାବେ ଜାତ୍ ଅଇଲାଟା ।
But he that was by the bond maid, was born after the flesh; and he that was by the free woman, was by the promise.
24 ୨୪ ଏ କାତା ଗଟେକ୍ ଜଟ୍କା ଇସାବେ ଆଚେ । କାଇକେବଇଲେ ଦୁଇଟା ମାଇଜି ଦୁଇଟା ରାଜିନାମା ପାରା । ଗଟେକ୍ ରାଜିନାମା ଆରାବ୍ ଦେସେ ରଇବା ସିନଅ ପର୍ବତ୍ ଉପ୍ରେ ପର୍ମେସର୍ ମସାକେ ଦେଇରଇବା ନିୟମ୍ । ଏ ରାଜିନାମା ଆଗାର୍କେ ସମାନ୍ କରି ଅଇସି । କାଇକେବଇଲେ ଆଗାର୍ ଆରି ତାର୍ ପିଲାମନ୍ ଗତି ଅଇରଇଲାଇ । ସମାନ୍ ସେନ୍ତାରିସେ ଏ ରାଜିନାମାର୍ ପିଲାମନ୍ ସବୁଲକ୍ ଗତିଦାଙ୍ଗ୍ଡା ।
And these are allegorical of the two covenants; the one from mount Sinai, which bringeth forth for bondage, is Hagar.
25 ୨୫ ଆଗାର୍କେ ଆରବର୍ ସିନଅ ପର୍ବତ୍ ସଙ୍ଗ୍ ସମାନ୍ କରିଅଇସି, କନ୍ତିଅନି ନିୟମ୍ ଆଇଲାଆଚେ । ତାକେ ଏବର୍ ଜିରୁସାଲାମ୍ ସଅର୍କେ ମିସା ସମାନ୍ କରିଅଇସି । କାଇକେବଇଲେ, ଜିରୁସାଲାମେ ରଇବା ଜିଉଦିମନ୍ ମସାର୍ ନିୟମ୍ ବିସ୍ବାସ୍ କଲାଇନି । ସେ ନିୟମ୍ ବିସ୍ବାସ୍ କରି ନିୟମର୍ ଗତିଦାଙ୍ଗ୍ଡା ଅଇଆଚତ୍ ।
For Hagar is the mount Sinai in Arabia, and correspondeth with the present Jerusalem, and is serving in bondage, she and her children.
26 ୨୬ ମାତର୍ ଅବ୍ରାଆମର୍ ବିବାଇ ମାଇଜି ଜେ କି ଗତିଦାଙ୍ଗ୍ଡା ନଏଁ, ତାକେ ସରଗର୍ ଜିରୁସାଲାମ୍କେ ସମାନ୍ କରିଅଇସି । ସେ ଆମେ ବିସ୍ବାସ୍ କର୍ବା ସବୁ ଲକର୍ ମାଆ ।
But the Jerusalem above, is the free woman, who is the mother of us.
27 ୨୭ ଜେନ୍ତାରିକି ସାସ୍ତରେ ଲେକାଅଇଆଚେ, “ଅଇରେ ବାଞ୍ଜି ମାଇଜି, ତୁଇ ସାର୍ଦା ଅ, କେବେମିସା ପିଲାଜିଲା ପାଇବା ଦୁକାସୁକା ଦାରାଇ ଅଇବାଟା ନାଜାନିରଇଲେ ମିସା ଆଉଲି ଅଇ ତର୍ ସାର୍ଦା ସବୁକେ ଜାନାଇଦେସ୍ । କାଇକେବଇଲେ ମୁନୁସ୍ ସଙ୍ଗ୍ ବାସା ଅଇରଇବା ମାଇଜିର୍ ଟାନେଅନି ଗଟେକ୍ ଚାଡ୍ରି ମାଇଜିର୍ ପିଲାଜିଲା ଅଦିକ୍ ଅଇସି ।”
For it is written, Be joyful, thou barren, who bearest not: exult and shout, thou who hast not travailed: for more numerous are the children of the desolate than the children of the married woman.
28 ୨୮ ଏ ବାଇବଇନିମନ୍ ତମେ ଇସାକର୍ ପାରା ପର୍ମେସର୍ ସପତ୍ କରି ପାଟାଇରଇବା ପିଲାଜିଲା ଅଇଗାଲାସ୍ ।
Now we, my brethren, like Isaac, are the children of the promise.
29 ୨୯ ସେବେଲେ ଅବ୍ରାଆମର୍ ପିଲା ଜେ କି ଗାଗଡର୍ ଇସାବେ ଜନମ୍ ଅଇରଇଲା, ତାର୍ ସାନ୍ ବାଇକେ ସାଦ୍ବାନ୍ଦ୍ କଲା । ଜେ କି ପର୍ମେସରର୍ ଆତ୍ମା ଇସାବେ ଜନମ୍ ଅଇଲା । ସେଟା ଏବେ ମିସା ଅଇଲାନି ।
And as then, he that was born after the flesh, persecuted him who was born of the Spirit; so also is it now.
30 ୩୦ ମାତର୍ ଏ ବିସଇନେଇ ସାସ୍ତର୍ କାଇଟା କଇଲାନି? ତେଇ ଲେକାଅଇଆଚେ, କୁଲିଆର୍ନି ଆରି ତାର୍ ପଅକେ ବାର୍କରାଇ ଦିଆସ୍ । କାଇକେବଇଲେ କୁଲିଆର୍ନିର୍ ପଅ ବିବାଇ ମାଇଜିର୍ ପଅର୍ ସଙ୍ଗ୍ ବାବାର୍ ଦନ୍ ସଁପତି ପାଇନାପାରେ ।
But what saith the scripture? Cast out the bondmaid, and her son; because the son of the bondmaid shall not inherit with the son of the free woman.
31 ୩୧ ତେବେ ଏ ମର୍ ବାଇବଇନିମନ୍ ଆମେ କୁଲିଆର୍ନିର୍ ପିଲାଜିଲା ନଉଁ, ବିବାଇ ମାଇଜିର୍ ପିଲାଜିଲା ।
So then, my brethren, we are not sons of the bond-woman, but sons of the free woman.