< ଏବ୍ରି 13 >
1 ୧ କିରିସ୍ଟଟାନେ ମିସିବିଡି ରଇବା ବିସ୍ବାସି ବାଇବଇନି ପାରା ଆଲାଦ୍ କରାକରି ଅଇ ରୁଆ ।
兄弟愛を続けなさい。
2 ୨ ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।
旅人をもてなすことを忘れてはならない。このようにして、ある人々は、気づかないで御使たちをもてなした。
3 ୩ ବନ୍ଦି ଗରେ ରଇବା ଲକ୍ମନ୍କେ ତମେ ତାକର୍ ସଙ୍ଗ୍ ରଇଲାପାରା ଦୟା ଦେକାଆ । ଦୁକ୍କସ୍ଟ ଅଇରଇବା ଲକ୍ମନ୍କେ ନିଜେ ତାକର୍ପାରା ଦୁକ୍କସ୍ଟ ପାଇଲୁନି ବଲି ଏତାଆ ।
獄につながれている人たちを、自分も一緒につながれている心持で思いやりなさい。また、自分も同じ肉体にある者だから、苦しめられている人たちのことを、心にとめなさい。
4 ୪ ବିବା ଅଇବାଟା ସବୁଲକ୍ ନିକ ବଲି ମାନତ୍ । ସବୁ ମାଇଜିମନସ୍ ମନ୍ ଗଟେକ୍ ମାଇଜି ଆରି ଗଟେକ୍ ମନସ୍ ଅଇକରି ସତ୍ସଙ୍ଗ୍ ରଇବାର୍ଆଚେ । ଜନ୍ ଲକ୍ମନ୍ ବେସିଆ କାମ୍ କରି ରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
すべての人は、結婚を重んずべきである。また寝床を汚してはならない。神は、不品行な者や姦淫をする者をさばかれる。
5 ୫ ଡାବୁ ଆସା ଅଇକରି ତାର୍ପଚେ ପାଲାଆ ନାଇ । କାଇକେବଇଲେ ପର୍ମେସର୍ କଇଲାଆଚେ, “ମୁଇ ତମ୍କେ କେବେ ନ ପାସ୍ରି କି ନ ଚାଡି ।”
金銭を愛することをしないで、自分の持っているもので満足しなさい。主は、「わたしは、決してあなたを離れず、あなたを捨てない」と言われた。
6 ୬ ତେବର୍ପାଇ ଆମେ ସାସ୍ ଦାରି କଇପାର୍ବୁ ପର୍ମେସର୍ ଆକା ମକେ ସାଇଜ କର୍ସି, ମୁଇ କେବେ ନ ଡରି ଲକ୍ମନ୍ ମକେ କାଇଟା କରି ନାପାରତ୍ ।
だから、わたしたちは、はばからずに言おう、「主はわたしの助け主である。わたしには恐れはない。人は、わたしに何ができようか」。
7 ୭ ଜନ୍ ଲକ୍ମନ୍ ତମ୍କେ ମୁକିଅ ଇସାବେ ଡାକିନେଇ ପର୍ମେସରର୍ ବାକିଅ ସିକାଇତେରଇଲାଇ, ସେମନର୍ ବିସଇ ବାବିଦେକା । ସେମନ୍ କେନ୍ତି ଜିଇଲାଇ ଆରି ମଲାଇ? ତମେ ତାର୍ ପାରା ବିସ୍ବାସ୍ କରା ।
神の言をあなたがたに語った指導者たちのことを、いつも思い起しなさい。彼らの生活の最後を見て、その信仰にならいなさい。
8 ୮ କାଇକେବଇଲେ, ଜିସୁକିରିସ୍ଟ କେବେ ନ ବାଦ୍ଲେ । ସେ ଆଜିର୍ପାଇ, କାଲିକର୍ପାଇ, ଆରି ସବୁଦିନର୍ ପାଇ ସମାନ୍ ସେ ରଇସି । (aiōn )
イエス・キリストは、きのうも、きょうも、いつまでも変ることがない。 (aiōn )
9 ୯ ତେବର୍ପାଇ ଲକ୍ମନ୍ ତମ୍କେ ବିନ୍ ବିନ୍ ସିକିଆ ସୁନାଇକରି ସତ୍ବାଟେଅନି ବିନେ ନେବାକେ ରାଜି ଉଆନାଇ । କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇକରି ଦୟା ଦେକାଇଲାଟା ଆମର୍ ମନ୍କେ ଡାଟ୍ କର୍ସି । କାଦିର୍ ଲାଗି ରଇବା ନିୟମ୍ ମାନ୍ବାଟା ନଏଁ । ସେନ୍ତାରି ନିୟମ୍ ମାନ୍ବା ଲକ୍, ତେଇ ଅନି କାଇଟା ମିସା ପାଅତ୍ ନାଇ ।
さまざまな違った教によって、迷わされてはならない。食物によらず、恵みによって、心を強くするがよい。食物によって歩いた者は、益を得ることがなかった。
10 ୧୦ ଜିଉଦିମନର୍ ବେଦିଟାନେ ସେବା କର୍ବା ପୁଜାରିମନ୍ ତେଇ ସର୍ପି ଦେଇରଇବା କାଇଟା ମିସା କାଇବାର୍ ନଏଁ ।
わたしたちには一つの祭壇がある。幕屋で仕えている者たちは、その祭壇の食物をたべる権利はない。
11 ୧୧ ବଡ୍ ପୁଜାରି ପସୁମନର୍ ବନି ନେଇକରି, ପାପର୍ ବଲି ସର୍ପିଦେବାକେ ଅଦିକ୍ ସୁକଲ୍ ଜାଗାଇ ନେଇସି । ମାତର୍ ପଡିଜାଇରଇବା ପସୁମନର୍ ଗାଗଡ୍ ତୁମ୍ ଗର୍ ବାଇରେ ରଇସି ।
なぜなら、大祭司によって罪のためにささげられるけものの血は、聖所のなかに携えて行かれるが、そのからだは、営所の外で焼かれてしまうからである。
12 ୧୨ ସେଟାସେ ଜିସୁକେ ଅଇରଇଲା । କାଇକେବଇଲେ, ତାକେ ନଅରର୍ ବାଇରେ ଲକ୍ମନ୍ ମରାଇରଇଲାଇ । ଆରି ତାର୍ ବନି ଗୁଲାଇ ମୁନୁସ୍ ଜାତିର୍ ପାପ୍ ଦଇଦେଲା ।
だから、イエスもまた、ご自分の血で民をきよめるために、門の外で苦難を受けられたのである。
13 ୧୩ ତେବର୍ପାଇ ନଅରର୍ ବାଇରେ ଜୁ । ଆରି ତାକେ ଆମେ ବିସ୍ବାସ୍ କଲାର୍ପାଇ, ଲକ୍ମନ୍ ଜେତ୍କି ନିନ୍ଦା କଲାଟା ଆମେ ମୁର୍ଚିକରି ରଉ ।
したがって、わたしたちも、彼のはずかしめを身に負い、営所の外に出て、みもとに行こうではないか。
14 ୧୪ କାଇକେ ବଇଲେ ଆମେ ସବୁଦିନ୍ ଏ ଜଗତେ ନ ରଉ । ମାତର୍ ଆଇବା ଦିନ୍ମନ୍କେ କେବେ ନ ସାର୍ବା ଦିନ୍ଜାକ ରଇବା ନଅରେ ରଇବୁ ବଲି ଆମେ ଜାଗିଆଚୁ ।
この地上には、永遠の都はない。きたらんとする都こそ、わたしたちの求めているものである。
15 ୧୫ ତେବେ ଆସା । ଜିସୁକିରିସ୍ଟକେ ଦେଇକରି ଆମେ ସବୁବେଲେ ପର୍ମେସର୍କେ ବଲି ସର୍ପି ଦେଇତେ ରଉ । ସେଟା ଆମର୍ ଟଣ୍ଡେଅନି ଆଇବା ଉପାସନା । ସେ ଆକା ମାପ୍ରୁ ବଲି ଆମେ କଉଁ ।
だから、わたしたちはイエスによって、さんびのいけにえ、すなわち、彼の御名をたたえるくちびるの実を、たえず神にささげようではないか。
16 ୧୬ ନିକ କାମ୍ କର୍ବାକେ ପାସ୍ରା ନାଇ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସାଇଜ କରା । କାଇକେବଇଲେ, ଏନ୍ତାରି ରଇବା ଚଲାଚଲ୍ତି ପର୍ମେସର୍କେ ସାର୍ଦା କରାଇବା ଗଟେକ୍ ବଲି ।
そして、善を行うことと施しをすることとを、忘れてはいけない。神は、このようないけにえを喜ばれる。
17 ୧୭ ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।
あなたがたの指導者たちの言うことを聞きいれて、従いなさい。彼らは、神に言いひらきをすべき者として、あなたがたのたましいのために、目をさましている。彼らが嘆かないで、喜んでこのことをするようにしなさい。そうでないと、あなたがたの益にならない。
18 ୧୮ ଆମର୍ ପାଇ ପାର୍ତନା କର୍ତେରୁଆ । ଆମର୍ ବିବେକ୍ ଆମେ କରିରଇବା କାମ୍ ସତ୍ ବଲି ସାକିଦେଲାନି ।
わたしたちのために、祈ってほしい。わたしたちは明らかな良心を持っていると信じており、何事についても、正しく行動しようと願っている。
19 ୧୯ ମର୍ପାଇ ମିସା ପାର୍ତନା କରା । ଜେନ୍ତାରି କି ପର୍ମେସର୍ ଦାପ୍ରେ ମକେ ତମର୍ଲଗେ ପାଟାଇସି ।
わたしがあなたがたの所に早く帰れるため、祈ってくれるように、特にお願いする。
20 ୨୦ ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା । (aiōnios )
永遠の契約の血による羊の大牧者、わたしたちの主イエスを、死人の中から引き上げられた平和の神が、 (aiōnios )
21 ୨୧ ଜିସୁକିରିସ୍ଟର୍ ଲାଗି ସାନ୍ତି ଦେବା ପର୍ମେସର୍ ତମ୍କେ ସବୁ ରକାମର୍ ସାଇଜ ଦେଅ । ଜେନ୍ତାରି କି ସେ ମନ୍ କଲାଟା ତମେ ପୁରାପୁରୁନ୍ କର୍ସା । ଆମେ କର୍ବା କାମ୍ ତାକେ ସାର୍ଦା ଦେଅ । ଜିସୁକିରିସ୍ଟକେ ଆମେ ନ ସାର୍ବା ଦିନ୍ଜାକ ଡାକ୍ପୁଟା ଦେଉଁ । (aiōn )
イエス・キリストによって、みこころにかなうことをわたしたちにして下さり、あなたがたが御旨を行うために、すべての良きものを備えて下さるようにこい願う。栄光が、世々限りなく神にあるように、アァメン。 (aiōn )
22 ୨୨ ଏ ମର୍ ବାଇବଇନିମନ୍, ମୁଇଁ ତମ୍କେ ବାବୁଜିଆ କଲିନି, ମୁଇ ତମ୍କେ କଇଲା ଏ ସବୁ କାତା ମୁର୍ଚିକରି ସୁନା । କାଇକେବଇଲେ, ଏ ଚିଟି ବେସି ଡେଙ୍ଗ୍ ନାଇ ।
兄弟たちよ。どうかわたしの勧めの言葉を受けいれてほしい。わたしは、ただ手みじかに書いたのだから。
23 ୨୩ ଆମର୍ ବାଇ ତିମତି ବନ୍ଦିଗରେ ଅନି ମୁକ୍ଲି ଆଚେବଲି ଜାନ୍ସା । ସେ ଜଦି ସେ ଦାପ୍ରେ ଆଇସି, ତେବେ ମର୍ସଙ୍ଗ୍ ତାକେ ଡାକିଆନ୍ବି ।
わたしたちの兄弟テモテがゆるされたことを、お知らせする。もし彼が早く来れば、彼と一緒にわたしはあなたがたに会えるだろう。
24 ୨୪ ତେଇ ରଇବା ତମର୍ ମୁକିଅ ଲକ୍ମନ୍କେ ଆରି ପର୍ମେସରର୍ ସବୁ ଲକ୍ମନ୍କେ ମର୍ ଜୁଆର୍ ଜାନାଇ ଦିଆସ୍ । ଇଟାଲିତେଇ ମର୍ ସଙ୍ଗ୍ ରଇବା ଆମର୍ ବାଇବନିମନ୍ ମିସା ଜୁଆର୍ ଜାନାଇଲାଇନି ।
あなたがたの指導者一同と聖徒たち一同に、よろしく伝えてほしい。イタリヤからきた人々から、あなたがたによろしく。
25 ୨୫ ପର୍ମେସର୍ ତମ୍କେ ସବୁଲକ୍କେ ତାର୍ ଜିବନ୍ ଦୁକାଇ ଦୟା ଦେକାଅ ।
恵みが、あなたがた一同にあるように。