< ଏବ୍ରି 5 >
1 ୧ ଜିଉଦିମନର୍ ଜେତ୍କି ବଡ୍ ପୁଜାରିମନ୍ ତାକର୍ ନିଜର୍ ଲକ୍ମନର୍ତେଇଅନି ବାଚାଇଅଇବାଇ । ତାକର୍ବାଟେଅନି ପାପ୍ କେମା କର୍ବା ବଲି ଆରି ସର୍ପିଦେବା ବଲି, ଦେଇକରି ପର୍ମେସର୍କେ ସେବା କର୍ବାଇ ।
Кожен первосвященник, обраний з-поміж людей, призначається представляти народ перед Богом, щоб приносити дари та жертви за гріхи.
2 ୨ ଜେଡେବେଲେ ତାର୍ ସଙ୍ଗାରିମନ୍ ନାଜାନିକରି ରଇବାଇ, ଆରି ବୁଲ୍ କାମ୍ କରିରଇବାଇ, ସେ ସେମନର୍ ସଙ୍ଗ୍ ଦୟାଦରମ୍ ଦେକାଇକରି ରଇପାର୍ସି । କାଇକେବଇଲେ ତାର୍ ଜିବନେ ମିସା ବେସି ବୁଲ୍ ରଇସି ।
Він може співчувати тим, хто не знає й помиляється, оскільки він сам підвладний слабкості.
3 ୩ ଆରି ତାକେ ମିସା ବେସି ବୁଲ୍ ରଇଲାକେ ସେ ଅବ୍କା ବିନ୍ ଲକର୍ ପାପର୍ ପାଇ ବଲି ଦେଲେ ନଏଁ, ମାତର୍ ନିଜର୍ ପାପର୍ଲାଗି ମିସା ବଲି ସର୍ପିଦେବାକେ ପଡ୍ସି ।
Ось чому він повинен приносити жертви як за власні гріхи, так і за гріхи людей.
4 ୪ କେ ମିସା ନିଜେ ବାଚିଅଇକରି ବଡ୍ପୁଜାରିର୍ ବେସି ସନ୍ମାନ୍ ପାଇବା ପଦ୍ ପାଇ ନାପାରେ । ମାତର୍ ଗଟେକ୍ ଲକ୍ ପର୍ମେସର୍ ଡାକ୍ଲା ଇସାବେସେ ବଡ୍ ପୁଜାରିର୍ ପଦ୍ ପାଇଅଇସି । ଜେନ୍ତାରି କି କେତେ କେତେ ବରସ୍ ପୁର୍ବେ ଆରଣ୍କେ ବାଚିରଇଲା ।
І ніхто сам собі не бере такої честі, а лише той, хто покликаний Богом, так як Аарон.
5 ୫ ସେନ୍ତାରିସେ କିରିସ୍ଟ ବଡ୍ ପୁଜାରିର୍ ସନ୍ମାନ୍ ପାଇବାକେ ନିଜ୍କେ ବଡ୍ କରେ ନାଇ । ମାତର୍ ପର୍ମେସର୍ସେ ତାକେ ବାଚ୍ଲା । ତାର୍ ବାଦୁଲେ ସେ ତାକେ କଇଲା, “ତୁଇ ମର୍ ପଅ, ଆଜି ମୁଇ ତର୍ ବାବା ଅଇଲିଆଚି ।”
Так само Христос не Сам на Себе взяв честь стати Первосвященником, але Бог сказав Йому: «Ти Мій Син, Я сьогодні породив Тебе».
6 ୬ ଆରି ଗଟେକ୍ ଜାଗାଇ ମିସା ସେ କଇଲା, “ତୁଇ ପୁଜାରି ପଦ୍ ପାଇକରି ମଲ୍କିସେଦକର୍ କୁଟୁମ୍ ପାରା କାଲ୍ କାଲ୍ ଜୁଗ୍ ଜୁଗ୍ ପୁଜାରି ଅଇ ରଇସୁ ।” (aiōn )
І в іншому місці говорить: «Ти – Священник навіки за чином Мельхіседека». (aiōn )
7 ୭ ଜିସୁ ଏ ଜଗତେ ରଇଲାବେଲେ, ସେ ଆକ୍ମାରି କାନ୍ଦିକରି ଆରି ଆଁସୁ ଜରାଇକରି କାନ୍ଦି ପର୍ମେସର୍କେ ପାର୍ତନା କରିଲାଗିରଇଲା । ମରନେଅନି ତାକେ ରକିଆ କର୍ବାକେ ପର୍ମେସର୍କେ ବପୁଆଚେ ବଲି ସେ ଜାନିକରି ଏନ୍ତାରି କଲା । ସେ ନିଜେ ଦୟାଦରମ୍ ଦେକାଇଲାକେ ଆରି ପର୍ମେସରର୍ କାତା ମାନ୍ଲାକେ, ପର୍ମେସର୍ ତାର୍ ପାର୍ତନା ସୁନ୍ଲା ।
Він у дні Свого земного життя з великим голосінням та сльозами благав та молився Тому, Хто міг врятувати Його від смерті, і був почутий через Свою побожність.
8 ୮ ଜିସୁ ପର୍ମେସରର୍ ପଅ ଅଇରଇଲେ ମିସା, ସେ ଦୁକ୍ କସ୍ଟ ପାଇରଇଲାର୍ ଲାଗି, ତାର୍ କାତା ମାନ୍ବାକେ ସିକ୍ଲା ।
Він, хоча й був Сином, навчився послуху через страждання
9 ୯ ସେ ପର୍ମେସରର୍ କାତା ମାନ୍ଲାକେ ପୁରାପୁରୁନ୍ ସିଦ୍ ଅଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ କେବେ ନ ସାର୍ବା ମୁକ୍ତି ଦେବା ଲକ୍ ଅଇଲା । (aiōnios )
й, досягнувши досконалості, став джерелом вічного спасіння для всіх, хто Його слухається. (aiōnios )
10 ୧୦ ସେଟାର୍ ପାଇ ତାକେ ପର୍ମେସର୍ ମଲ୍କିସେଦକ୍ ପୁଜାରିର୍ ପାରା ବଡ୍ ପୁଜାରି କରି ବାଚ୍ଲା ।
Сам Бог призначив Його Первосвященником за чином Мельхіседека.
11 ୧୧ ଏ ବିସଇ ଆରି ଅଦିକ୍ ତମ୍କେ ଜାନାଇବି ବଲି ମୁଇ ମନ୍ କଲିନି । ମାତର୍ ତମେ ଦାପ୍ରେ ବୁଜି ନାପାରାସ୍କେ ବୁଜାଇବାକେ କସ୍ଟ ଆଚେ ।
Про це ми могли б ще багато говорити, але вам важко зрозуміти, бо ви стали нездатними чути.
12 ୧୨ ତମେ ବିସ୍ବାସ୍ କରି ବେସିଦିନ୍ ଅଇଗାଲା ଆଚେ । ଆରି ଏବେ ତମେ ତମର୍ ସଙ୍ଗାରିମନ୍କେ ସିକାଇବାର୍ ରଇଲା । ମାତର୍ ପର୍ମେସରର୍ ପର୍ତୁମ୍ ସିକିଆ ତମ୍କେ ଏବେ ସିକାଇବାକେ ଲକର୍ ଲଡାଆଚେ । ତମେ ଗଟେକ୍ ଦୁଦ୍ କାଇବା ପିଲାର୍ପାରା ଆଚାସ୍ । କାଇକେବଇଲେ ଆଁଟ୍ଟା ମନ୍ କାତ୍ରି ନାପାରାସ୍ ।
Вам, хоч ви давно вже мали би бути вчителями, знову потрібен хтось, хто навчить вас початкових істин Слова Божого. Вам знову потрібне молоко, а не тверда їжа!
13 ୧୩ ଜେ ଦୁଦ୍ କାଇବାର୍ ଆଚେ, ସେ ଏବେ ମିସା ପିଲାସେ । ସେନ୍ତାରି ଲକ୍ମନ୍ ଟିକ୍ ଆରି ବୁଲ୍ ଚଲାଚଲ୍ତି କର୍ବାଟା ଚିନି ନାପାର୍ଲାଇନି ।
Бо кожен, хто вживає молоко, є недосвідченим у вченні про праведність, адже є немовлям.
14 ୧୪ ଚାବି ଚାବି କାଇବା କାଦି ବଡ୍ ଲକ୍ମନର୍ପାଇ । ସେମନ୍ ନିକ ଆରି କାରାପ୍ ଚିନ୍ବାକେ, ନିଜ୍କେ ଅବିଆସ୍ କରାଇ ଆଚତ୍ ।
Тверда ж їжа призначена для дорослих, які через постійне її вживання привчилися відрізняти добро від зла.