< ଏବ୍ରି 9 >
1 ୧ ପର୍ମେସରର୍ ପର୍ତୁମ୍ ରାଜିନାମାତେଇ, ତାକେ କେନ୍ତାରି ଉପାସନା କର୍ବାର୍ ଆଚେ ବଲି ନିୟମ୍ ରଇଲା । ତାକେ ଏ ଜଗତେ ଉପାସନା କର୍ବାକେ ଗଟେକ୍ ତୁମ୍ ଉଟାଇରଇଲା ।
Mělať pak i první ona smlouva nařízené služby a svatyni světskou.
2 ୨ ଏ ତୁମ୍ଟାନେ ଦୁଇଟା ଜାଗା ରଇଲା । ପର୍ତୁମ୍ ଜାଗାକେ ସୁକଲ୍ ଜାଗା ବଲି ନାଉଁ ରଇଲା । ସେ ବିତ୍ରେ ବତିସଙ୍ଗଇବା କୁଦ୍ରା ଆରି ପର୍ମେସର୍କେ ସର୍ପିଦେବାକେ ରୁଟି ସଙ୍ଗଇବା ଗଟେକ୍ ଟେବୁଲ୍ ରଇଲା ।
Nebo udělán byl stánek první, v kterémž byl svícen, a stůl, a posvátní chlebové, a ten sloul svatyně.
3 ୩ ସେ ଜାଗାଇ ପୁର୍ବା ବାଟେ ଗଟେକ୍ ପାର୍ଦା ରଇଲା । ପାର୍ଦାର୍ ପଚ୍ବାଟେ ଜନ୍ ଜାଗା ରଇଲା, ତାକେ ବଡ୍ ସୁକଲ୍ ଜାଗା ବଲି କଇତେ ରଇଲାଇ ।
Za druhou pak oponou byl stánek, kterýž sloul svatyně svatých,
4 ୪ ସେ ବଡ୍ ସୁକଲ୍ ଜାଗାଇ ଗଟେକ୍ ଦୁପ୍ ପଡାଇବା ସୁନାର୍ ବେଦି ଆରି ସୁନାର୍ ନିୟମ୍ ପେଡି ରଇଲା । ଏ ନିୟମ୍ ପେଡି ବିତ୍ରେ, ମାନା ରଇବା ଗଟେକ୍ ସୁନାର୍ ଆଣ୍ଡି ରଇଲା । ତେଇ ପତର୍ କଅଁଲି ରଇବା ଆରଣ୍ ଦାରି ଇଣ୍ଡ୍ବା ଡାଙ୍ଗ୍ ରଇଲା । ଆରି ପରମେସରର୍ ଆଦେସ୍ ଲେକାଅଇରଇଲା ଦୁଇ କଣ୍ଡ୍ ଚାଚଡା ପାକ୍ନା ମିସା ରଇଲା ।
Zlatou maje kadidlnici, a truhlu smlouvy, všudy obloženou zlatem, kdežto bylo věderce zlaté, mající v sobě mannu, a hůl Aronova, kteráž byla zkvetla, a dsky zákona,
5 ୫ ପେଡିର୍ ଡାବ୍ନା ଉପ୍ରେ ପର୍ମେସର୍ ଆଚେ ବଲି ଚିନ୍ ଇସାବେ କେରୁବିନ୍ ବଲି ଡାକ୍ବା ଦୁଇଟା ଡେନା ରଇଲା ଜଁତୁର୍ ମୁର୍ତି ରଇଲା । ତାକର୍ ଉଗାଡିଅଇରଇବା ଡେନା ପେଡିର୍ ଡାବ୍ନା ଉପ୍ରେ ଡାବିଅଇଜାଇରଇଲା । ତାର୍ ଉପ୍ରେ ବନି ଚିଚିଅଇରଇଲା । ଜେନ୍ତାରିକି ଲକ୍ମନର୍ ପାପ୍କେମା ଅଇଜିବାକେ । ମାତର୍ ଏ ଟିକିନିକି ବିସଇ ବୁଜାଇବାକେ ଲଡାନାଇ ।
Nad truhlou pak cherubínové slávy, zastěňující slitovnici. O kterýchž věcech není potřebí nyní vypravovati o jedné každé obzvláštně.
6 ୬ ତୁମ୍ ବିତ୍ରେ ଏ ସବୁ ବିସଇ ସାଜାଡିଅଇରଇଲା । ପୁଜାରିମନ୍ ସବୁଦିନ୍ ତାମୁ ଗରର୍ ବାଇରର୍ ଜାଗାଇ ପୁରି, ସେମନର୍ କାମ୍ କର୍ବାଇ ।
To pak když tak jest zřízeno, do prvního stánku vždycky vcházejí kněží, služby vykonávajíce,
7 ୭ ମାତର୍ ବିତ୍ରର୍ ଜାଗାଇ ବଡ୍ ପୁଜାରିସେ ଜିବାକେ ଅଦିକାର୍ ରଇଲା । ସେ ସିତି ବର୍ସେକ୍କେ ତରେକ୍ ସେ ଜାଇତେରଇଲା । ସେ ନିଜର୍ ପାଇ ଆରି ଲକ୍ମନ୍ ନ ଜାନିକରି କରିରଇବା ପାପ୍ ପାଇ ବନି ନେଇକରି ଜଦି ନ ପୁର୍ଲେ ସେ ଜାଇନାପାର୍ତେ ରଇଲା ।
Do druhého pak jedinou v rok sám nejvyšší kněz, ne bez krve, kterouž obětuje sám za sebe, i za lidské nevědomosti.
8 ୮ ଏ ସବୁ ବିସଇର୍ଲାଗି ସୁକଲ୍ ଆତ୍ମା ଜାନାଇଲାନି ଜେ, ପର୍ମେସରର୍ ଅଦିକ୍ ସୁକଲ୍ ଜାଗାଇ ପୁର୍ବାକେ ଲକ୍ମନ୍କେ ଅଦିକାର୍ ନ ରଇଲା । କାଇକେବଇଲେ ସୁକଲ୍ ଜାଗା ଆରି ଅଦିକ୍ ସୁକଲ୍ ଜାଗା ବିସଇନେଇ ରଇବା ଆଗ୍ତୁର୍ ଆଦେସ୍ ସବୁ ଲକ୍ମନ୍ ମାନିଆଇତେ ରଇଲାଇ ।
Čímž Duch svatý ukazuje to, že ještě nebyla zjevena cesta k svatyni, dokudž první stánek trval.
9 ୯ ସେ ସବୁ ବିସଇ ଗଟେକ୍ ବାନା ପାରା । ଜନ୍ଟା ସବୁ ଏବର୍ ଦିନେ ସିଦ୍ ଅଇଲା ଆଚେ । କାଇକେବଇଲେ ଜନ୍ ପସୁମନ୍କେ ଉପାସନା ଇସାବେ ଲକ୍ମନ୍ ପର୍ମେସର୍କେ ସର୍ପି ଦେଇତେ ରଇଲାଇ, ସେଟା ସବୁ ଲକ୍ମନର୍ ବିବେକ୍ ଦଇ ନାପାର୍ଲା ।
Kterýž byl podobenstvím na ten tehdejší čas, v němž darové a oběti se obětují, kteréž nemohou dokonalého v svědomí učiniti toho, kdož obětuje,
10 ୧୦ କାଇକେବଇଲେ ସେଟା ସବୁ ଗାଗଡର୍ ଲାଗି ରଇବା ନିୟମ୍ ରଇଲା । ଜେନ୍ତାରି କି, କାଇଟା କାଇଅଇସି, କାଇଟା ପିଇ ଅଇସି ଆରି ସେ ସବୁ ନିକ ସଙ୍ଗ୍ ଦଇବା ବିସଇ, ବାଇରେ ଦେକାଅଇବା ରିତିନିତି ସେ । ପରମେସରର୍ ନୁଆ ନିୟମ୍ ଟିକ୍ ଅଇବାଜାକ, ଏ ସବୁ କର୍ବାଟା ରଇଲା ।
Toliko v pokrmích a v nápojích, a v rozličných umýváních a ospravedlňováních tělesných, až do času napravení, záležející.
11 ୧୧ ମାତର୍ ଆମେ ଜେତ୍କିଲକ୍ ସବୁର୍ତେଇଅନି ବଡିଆ ବିସଇ ପାଇଆଚୁ, କିରିସ୍ଟ ଆମର୍ ବଡ୍ ପୁଜାରି ଅଇ ଆଇଲା ଆଚେ । ସେ ସେବା କର୍ବା ଜାଗାର୍ ତୁମ୍ ଲଗେ ରଇବା ଅଦିକ୍ ସୁକଲ୍ ଜାଗାଇଅନି ଅଦିକ୍ ମୁଲିଅ ରଇଲାଟା ଆରି ଅଦିକ୍ ସିଦ୍ ଆଚେ । କାଇକେବଇଲେ ସେଟା ଲକ୍ମନ୍ ତିଆର୍ କଲାଟା ନଏଁ, କି ଏ ନସିଜିବା ଜଗତର୍ଟା ମିସା ନଏଁ ।
Ale Kristus přišed, nejvyšší kněz budoucího dobrého, skrze větší a dokonalejší stánek, ne rukou udělaný, to jest ne tohoto stavení,
12 ୧୨ କିରିସ୍ଟ ସେ ତାମୁ ବାଟେଜାଇ ଏକାତରେକ୍ ସେ ବଡ୍ ସୁକଲ୍ ଜାଗାଇ ପୁର୍ଲା । ସେ ତେଇ ପୁର୍ବା ବେଲେ ବଲି କର୍ବାକେ ଚେଲି କି ପସୁ ବନି ନେଇ ନ ଜାଇରଇଲା । ମାତର୍ ସେ ନିଜର୍ ବନି ନେଇକରି ଜନ୍ ଜନ୍ଟା କର୍ବାର୍ ରଇଲା, ସେଟା ପୁରାପୁରୁନ୍ କଲା । ଜେନ୍ତାରି କି ଆମ୍କେ ମୁକ୍ଲାଇକରି କାଲ୍ କାଲ୍ ଜୁଗ୍ଜୁଗର୍ ପାଇ ମୁକ୍ତି ଦେଲା । (aiōnios )
Ani skrze krev kozlů a telat, ale skrze svou vlastní krev, všed jednou do svatyně, věčné vykoupení nalezl. (aiōnios )
13 ୧୩ ଆଗର୍ କାଲେ ଚେଲି ଆରି ବଲଦ୍ମନର୍ ବନି ଆରି ପଡାଇଲା ବାଚିପିଲାର୍ ଚାର୍ ଚିଚ୍ବାଟା, ଏସବୁ ଅସୁକଲ୍ ଅଇରଇବା ଲକ୍ମନର୍ ଗାଗଡ୍ ଦଇବା କାମ୍କେସେ ଆଇଲା ।
Nebo jestližeť krev býků a kozlů, a popel jalovice, pokropující poškvrněných, posvěcuje k očištění těla,
14 ୧୪ ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ । (aiōnios )
Čím více krev Kristova, kterýž skrze Ducha věčného samého sebe obětoval nepoškvrněného Bohu, očistí svědomí vaše od skutků mrtvých k sloužení Bohu živému? (aiōnios )
15 ୧୫ ଏଟାର୍ପାଇ କିରିସ୍ଟସେ ନୁଆ ନିୟମ୍ ସାଦନ୍ କଲାଆଚେ । ଜେନ୍ତାରି କି, ଜେତ୍କି ଲକ୍ମନ୍କେ ପରମେସର୍ ଡାକିଆଚେ, ସେମନ୍ ପରମେସର୍ ସପତ୍ କରି କଇରଇବା ନ ସାର୍ବା ଆସିର୍ବାଦ୍ ପାଇବାଇ । କିରିସ୍ଟ ମଲାର୍ପାଇ ଆଗର୍ ରାଜିନାମାତେଇ କରିରଇବା ସବୁ ପାପେଅନି ସେମନ୍ ମୁକଲ୍ଲାଇ । (aiōnios )
A pro tu příčinu nové smlouvy prostředník jest, aby, když by smrt mezi to vkročila k vyplacení přestoupení těch, kteráž byla za první smlouvy, zaslíbení věčného dědictví přijali ti, kdož jsou povoláni. (aiōnios )
16 ୧୬ ଗଟେକ୍ ଲକ୍ ଜଦି ତାର୍ ଦନ୍ ସଁପତି ବାଗ୍ ବାଟା କର୍ବା ବିସଇର୍ ଚିଟି କରିରଇସି । ସେଟା ଜାନାଇବାକେ ସେ ଲକର୍ ନାଉଁଦାରି ରାଜିନାମା ପାଆଟା ପତର୍ ରଇବାର୍ ଆଚେ । ସେ ମରିଗାଲାପଚେ ତାର୍ଟା ଜାନାପଡ୍ବାର୍ ଆଚେ ।
Nebo kdež jest kšaft, potřebí jest, aby k tomu smrt přikročila toho, kdož činí kšaft.
17 ୧୭ କାଇକେ ବଇଲେ ବାଗ୍ବାଟା ଲେକିରଇଲା ଲକ୍ ବଁଚି ରଇଲା ଜାକ, ବାଗ୍ବାଟାର୍ କାଗଜ୍ ପତରର୍ କିଚି ମୁଲିଅ ନାଇ । ସେଟା ତାର୍ ମରିଗାଲା ପଚେ ସେ କାମ୍ ଦେଇସି ।
Kšaft zajisté těch, kteříž zemřeli, stálý jest, poněvadž ještě nemá moci, dokudž živ jest ten, kdož kšaft činil.
18 ୧୮ ସେନ୍ତାରିସେ, ପର୍ତୁମ୍ ରାଜିନାମା ମିସା ବନି ଜରାଇଲାକେସେ ସେଟାର୍ ମୁଲିଅ ରଇଲା ।
Protož ani první onen bez krve nebyl posvěcován.
19 ୧୯ ମସା ପର୍ତୁମ୍ ନିୟମର୍ ଆଦେସ୍ ଲକ୍ମନର୍ ଲଗେ କଇଲା । ତାର୍ପଚେ ସେ ବଲଦ୍ ଆରି ଚେଲିମନର୍ ବନି ନେଇ ପାନି ସଙ୍ଗ୍ ମିସାଇଲା । ତାର୍ପଚେ ଅଲପ୍ ମେଣ୍ଡାର୍ ବାଲେ ଏସୁବ୍ ନାଉଁର୍ ଗଚର୍ କେନ୍ଦିତେଇ ଗୁଡାଇଲା । ପଚେ ସେଟା ବନିଟାନେ ବୁଡାଇ ନିୟମର୍ ବଇତେଇ ଆରି ଲକ୍ମନର୍ ଉପ୍ରେ ଚିଚ୍ଲା ।
Nebo když Mojžíš všecka přikázaní podlé zákona všemu lidu předložil, vzav krev telat a kozlů, s vodou a s vlnou červenou a s yzopem, tak spolu i knihy i všeho lidu pokropil,
20 ୨୦ ସେ କଇଲା, ଜନ୍ ନିୟମ୍ ମାନ୍ବାକେ ପରମେସର୍ ତମ୍କେ ଆଦେସ୍ ଦେଲାଆଚେ, ଏ ବନି ସେ ନିୟମ୍କେ ଚିନ୍ ମାରିଆଚେ ।
Řka: Tatoť jest krev zákona, kterýž vám Bůh vydal.
21 ୨୧ ତାର୍ପଚେ ମସା ସେ ବନିନେଇ ତମୁ, ମନ୍ଦିର୍ ଆରି ପର୍ମେସର୍କେ ପାର୍ତନା କର୍ବାବେଲେ କାମେ ଆଇବା ସବୁ ଜିନିସ୍ ପତର୍ ଉପ୍ରେ ଚିଚ୍ଲା ।
Ano i stánku i všech nádob k službě náležitých rovně též krví pokropil.
22 ୨୨ କାଇକେବଇଲେ ମସାର୍ ନିୟମ୍ ଇସାବେ ସବୁ ବିସଇ ସୁକଲ୍ କର୍ବାକେ, ବନି ଦର୍କାର୍ । ବନି ନ ଜରାଇଲେ ପାପ୍ କେମା ନ ଅଏ ।
A téměř všecko podlé zákona krví očišťováno bývá, a bez krve vylití nebývá odpuštění vin.
23 ୨୩ ତେବର୍ପାଇ ଏ ସବୁ ବିସଇ ଜନ୍ଟା ସର୍ଗେ ରଇବା ବିସଇ ଚୁଚାଇସେ ଆଚେ । ଏଟା ସବୁ ପସୁମନର୍ ବନିସଙ୍ଗ୍ ସୁକଲ୍ କରାଇବାକେ ଦର୍କାର୍ ରଇଲା । ମାତର୍ ସରଗର୍ ବିସଇମନ୍କେ ସୁକଲ୍ କର୍ବାକେ ସର୍ପି ଅଇବାଟା ଅଦିକ୍ ନିକ ଅଇରଇବାର୍ ରଇଲା ।
Protož potřebí bylo, aby věcí nebeských příkladové těmi věcmi očišťováni byli, nebeské pak věci lepšími obětmi, nežli jsou ty.
24 ୨୪ କାଇକେବଇଲେ ଲକ୍ମନର୍ ଆତେ ତିଆର୍ ଅଇଲା ସୁକଲ୍ ଜାଗାଇ କିରିସ୍ଟ ଜାଏନାଇ । ସେଟା ସତ୍ ଜାଗାର୍ ଚାୟାସେ ରଇଲା । ମାତର୍ ସେ ସତ୍ରେ ସର୍ଗେ ଗାଲା । ଆରି ସେ ଏବେ ତେଇ ଆଚେ । ପର୍ମେସରର୍ ମୁଆଟେ ଆମର୍ ପାଇ ଗୁଆରି କଲାନି ।
Neboť nevšel Kristus do svatyně rukou udělané, kteráž by nesla figůru pravé, ale v samo nebe, aby nyní přítomný byl tváři Boží za nás.
25 ୨୫ ଜିଉଦିମନର୍ ବଡ୍ ପୁଜାରି ଜେନ୍ତିକି ବରସ୍କେ ତରେକ୍ ପସୁର୍ ବନି ନେଇ ବଡ୍ ସୁକଲ୍ ଜାଗାଇ ଜାଇସି, ସେନ୍ତାରି କିରିସ୍ଟ ନିଜ୍କେ ତର୍କେ ତର୍ ସର୍ପିଅଇକରି ତେଇ ଜାଏନାଇ ।
Ne aby častokrát obětoval sebe samého, jako nejvyšší kněz vcházel do svatyně každý rok se krví cizí,
26 ୨୬ କାଇକେବଇଲେ, ସେ ଜଦି ସେନ୍ତାରି କର୍ତା ଏ ଜଗତ୍ ତିଆର୍ ଅଇଲା ଦିନେଅନି ସେ ବେସି ତର୍ ଦୁକ୍ପାଇବାକେ ଅଇତା । ମାତର୍ ସେ ଏ ସାରାସାରି ଦିନ୍ ମନ୍କେ ତରେକ୍ସେ ଏ ଜଗତେ ଆଇଲା ଆରି ନିଜ୍କେ ସର୍ପିଦେଇକରି ସବୁ ପାପ୍ ଦାରିଗାଲା । (aiōn )
(Sic jinak by byl musil častokrát trpěti od počátku světa, ) ale nyní jednou při skonání věků, na shlazení hřícha skrze obětování sebe samého, zjeven jest. (aiōn )
27 ୨୭ ଆମେ ସବୁ ଲକ୍ ତରେକ୍ ମର୍ବୁ ଆରି ତାର୍ପଚେ ପରମେସରର୍ ମୁଆଟେ ବିଚାର୍ ଦିନେ ଟିଆଅଇବୁ ।
A jakož uloženo lidem jednou umříti, a potom bude soud,
28 ୨୮ ସେନ୍ତାରିସେ କିରିସ୍ଟ ମିସା ସବୁ ଲକର୍ ପାପ୍ ନିଜେ ନେବାକେ ବଲି ଇସାବେ ତରେକ୍ ସେ ସର୍ପାଇ ଅଇଲା । ସେ ଆରି ତରେକ୍ ଆଇଲାବେଲେ, ଆମର୍ ପାପର୍ପାଇ ସେ ନ ଆସେ । ମାତର୍ ତାକେ ଜାଗି ରଇଲା ଲକ୍ମନ୍କେ ଉଦାର୍ କର୍ବାକେ ଆଇସି ।
Tak i Kristus jednou jest obětován, k shlazení mnohých lidí hříchů; podruhé bez hříchu ukáže se těm, kteříž ho čekají k spasení.