< ଜାକୁବ 2 >
1 ୧ ଏ ବାଇବଇନିମନ୍ ଆମର୍ ଡାକ୍ପୁଟା ମାପ୍ରୁ ଜିସୁ କିରିସ୍ଟକେ ବିସ୍ବାସ୍ କଲାର୍ଲାଗି, ଲକ୍ମନର୍ ଅଲ୍ଗା ପିନ୍ଦାଅଡା ଦେକିକରି, ନିଜର୍ ଚଲାଚଲ୍ତି ବାଦ୍ଲାଇବାଟା ଟିକ୍ ନାଇ ।
Mes frères, que votre foi en Jésus-Christ, notre glorieux Seigneur, soit exempte de toute acception de personnes.
2 ୨ ଜଦି ସବାଇ ଗଟେକ୍ ଲକ୍ ସୁନାର୍ ମୁନ୍ଦି ଆରି ଜକ୍ମକି ଜାଇତେରଇବା ବସ୍ତର୍ ପିନ୍ଦିକରି ତମର୍ଲଗେ ଆଇସି, ଆରି ଗଟେକ୍ ଲକ୍ ମୁର୍କି ରଇ ଚିର୍ବୁର୍ଅଇରଇବା ବସ୍ତର୍ ପିନ୍ଦିକରି ଆଇସି ।
Supposez qu'il entre dans votre assemblée un homme portant un anneau d'or et des habits magnifiques, et qu'il y entre aussi un pauvre misérablement vêtu.
3 ୩ ଆରି ତମେ ସୁନ୍ଦର୍ ବସ୍ତର୍ ପିନ୍ଦିଆସି ରଇବା ଲକ୍କେ ଅଦିକ୍ ସନ୍ମାନ୍ ଦେଇକରି କଇସା, “ଆସା ଏ ନିକ କୁର୍ଚି ଉପ୍ରେ ବସା ।” ମାତର୍ ଅର୍କିତ୍ ଲକ୍କେ କଇସା “ତେଇ ଜାଇ ଟିଆ ଅ ।” ନଇଲେ “ତଲେ ବସ୍ ।” ବଲିକରି କଇସୁ ।
Si, tournant vos regards vers celui qui porte les habits magnifiques, vous lui dites: Toi, assieds-toi ici, à cette bonne place; et que vous disiez au pauvre: Toi, tiens-toi là debout, ou assieds-toi au-dessous de mon marchepied, —
4 ୪ ସେନ୍ତାର୍ ଆଲେତା ତମେ ନିଜର୍ ନିଜର୍ ବିତ୍ରେ ବଡ୍ସାନ୍ ବଲିକରି ଅଲ୍ଗା ଇସାବେ ଦେକ୍ଲାସ୍ନି । ଆରି କାରାପ୍ ଇସାବେ ମୁ ଦେକି, ବିଚାର୍ କଲାସ୍ନି ।
n'établissez-vous pas en vous-mêmes des distinctions, et vos jugements ne sont-ils pas inspirés par de mauvaises pensées?
5 ୫ ଏ ମର୍ ଆଲାଦର୍ ମଇତର୍ମନ୍ ସୁନା, ପର୍ମେସର୍ ଏ ଜଗତର୍ ଅର୍କିତ୍ ଲକ୍ମନ୍କେ ବାଚି ଆଚେ । ସେମନ୍ ତାକେ ବିସ୍ବାସ୍ କର୍ବାଇ ଆରି ତାର୍ ରାଇଜେ କେଟ୍ବାଇ । ତାକେ ଆଲାଦ୍କର୍ବା ସବୁ ଲକ୍କେ ସେ ରାଇଜ୍ ଦେବିବଲି କାତା ଦେଏ ନାଇ କି?
Écoutez, mes frères bien-aimés: Dieu n'a-t-il pas choisi les pauvres selon le monde pour les rendre riches en la foi et héritiers du royaume qu'il a promis à ceux qui l'aiment?
6 ୬ ମାତର୍ ତମେ ଅର୍କିତ୍ ଲକ୍ମନ୍କେ ସନ୍ମାନ୍ ଦିଆସ୍ ନାଇ । ସାଉକାର୍ ଲକ୍ମନ୍ସେ ତମ୍କେ କସ୍ଟ ଦେଲାଇନି । ସେମନ୍ସେ ତମ୍କେ ବିଚାର୍ନା ଜାଗାଇ ଜିକି ନେଲାଇନି ।
Et vous, vous avez méprisé le pauvre, alors que ce sont les riches qui vous oppriment et qui vous traînent devant les tribunaux;
7 ୭ ତମ୍କେ ଜନ୍ ନାଉଁ ଜିସୁ କିରିସ୍ଟ ଦିଆଅଇଆଚେ, ସେ ନାଉଁ ନେଇକରି ନିନ୍ଦା କଲାଇନି ।
et ce sont eux aussi qui blasphèment le beau nom qui a été invoqué sur vous!
8 ୮ ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ସାସ୍ତରେ ଲେକା ଅଇରଇଲାପାରା ପର୍ମେସରର୍ ରାଇଜର୍ ଏ ନିୟମ୍ ଜଦି ତମେ ମାନ୍ସା, ସେନ୍ତାର୍ ଆଲେ ଟିକ୍ କଲାସ୍ନି ।
Sans doute, si vous accomplissez la loi royale, selon l'Écriture: «Tu aimeras ton prochain comme toi-même»— vous agissez bien.
9 ୯ ମାତର୍ ତମେ ଜଦି ବଡ୍ ସାନ୍ ଦେକ୍ଲାସ୍ନି, ପାପ୍ କଲାସ୍ନି । ଆରି ସେ ରିତିନିତିର୍ ଲାଗି ଦସି ବଲାଇ ଅଇଲାସ୍ନି ।
Mais si vous faites acception de personnes, vous commettez un péché, et la loi vous condamne comme transgresseurs.
10 ୧୦ କାଇକେବଇଲେ ଜେ ମିସା ସବୁ ନିଅମ ମାନିକରି ଗଟେକ୍ ନିୟମ୍ ଚାଡିଦେଲେ, କାଇ ନିୟମ୍ ନ ମାନ୍ଲା ଲକର୍ ପାରା ଦସିଅଇ ଡଣ୍ଡ୍ ପାଇସା ।
Car celui qui observe la loi tout entière, mais qui en viole un seul commandement, est coupable comme s'il les avait tous violés.
11 ୧୧ କାଇକେବଇଲେ ପର୍ମେସର୍ କଇଲାଆଚେ “ତମେ ବେସିଆ କାମ୍ କର୍ବାର୍ନାଇ, ଆରି ନର୍ ମାର୍ବାର୍ ନାଇ” ବଲିକରି । ତେବେ ତମେ ଜଦି ବେସିଆ କାମ୍ ନ କରି, ଲକ୍ମନ୍କେ ମାର୍ସା, ତେବେ ତାର୍ ନିଅମ୍ ମାନାସ୍ ନାଇ ।
En effet, celui qui a dit: «Tu ne commettras point d'adultère» a dit aussi: «Tu ne tueras point.» Si donc tu ne commets pas d'adultère, mais que tu commettes un meurtre, tu es transgresseur de la loi.
12 ୧୨ ପର୍ମେସର୍ ବିଚାର୍ନା କର୍ସି ବଲି ଜାନିକରି ସେନ୍ତାରି କାତା କଇ କାମ୍ କରି ଦେକାଆ । ଜନ୍ ନିୟମ୍ ଆମ୍କେ ମୁକ୍ଲାଇସି, ସେ ନିୟମ୍ ଇସାବେ ଆମ୍କେ ବିଚାର୍ନା କର୍ସି ।
Parlez et agissez comme devant être jugés par une loi de liberté.
13 ୧୩ କାଇକେବଇଲେ ଜନ୍ଲକ୍ ବିନ୍ ଲକ୍କେ ଦୟା ନ ଦେକାଏ, ପର୍ମେସର୍ ବିଚାର୍ନା କର୍ବାବେଲେ ତାକେ ମିସା ଦୟା ନ ଦେକାଏ । ଜନ୍ ଲକ୍ମନ୍ ବିନ୍ ଲକ୍ମନ୍କେ ଦୟା କରିଆଚେ, ସେମନ୍ ବିଚାର୍ନାଟାନେ ଡର୍ବାର୍ ନାଇ ।
Le jugement est sans miséricorde pour celui qui n'a pas fait miséricorde; mais la miséricorde triomphe du jugement.
14 ୧୪ ଏ ମର୍ ବାଇବଇନିମନ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି ବଲି କଇସି । ମାତର୍ ତାର୍ କାମ୍ କଲାଟାନେ ସେଟା ନ ଡିସେ ବଇଲେ, ତାର୍ ପାଇ କାଇ ମୁଲିଅ ନାଇ । ଏନ୍ତାରି ବିସ୍ବାସ୍ ତାକେ କାଇ ମୁକ୍ତି ଦେଇ ନାପାରେ ।
Mes frères, que sert-il à un homme de dire qu'il a la foi, s'il n'a pas les oeuvres? Cette foi peut-elle le sauver?
15 ୧୫ ଜଦି ଗଟେକ୍ ବିସ୍ବାସି ବାଇ କି ବଇନିକେ, ସେ ଦିନର୍ ପାଇ କାଇବାକେ କି ପିନ୍ଦ୍ବାକେ ନ ରଇଲେ,
Si un frère ou une soeur sont dans le dénuement, s'ils manquent de la nourriture de chaque jour,
16 ୧୬ ତମର୍ ବିତ୍ରେ କେଆଲେ ଗଟେକ୍ ଲକ୍ ତାର୍ ଲଗେ ଜାଇ, ତକେ ପେଟ୍କେ କାଦି ଆରି ଗାଗଡ୍କେ ଲୁଗା ମିଲ ବଲି କଇସା । ତମେ ତାକେ ଲଡାକେ ଲାଗ୍ବାଟା ନ ଦେଇ ଏନ୍ତାରି କଇଲେ କାଇ ଲାବ୍?
et que l'un de nous leur dise: Allez en paix, chauffez-vous, rassasiez-vous. — et cela, sans leur donner ce qui est nécessaire pour la vie du corps, — à quoi cela sert-il?
17 ୧୭ ସେନ୍ତାରିସେ ଗଟେକ୍ ବିସ୍ବାସ୍ କର୍ବା ଲକ୍ ତାର୍ ବିସ୍ବାସ୍ ସଙ୍ଗ୍ ନିକ କାମ୍ ମିସା ନ ଡିସ୍ଲେ ତାର୍ ବିସ୍ବାସ୍ ମରିଗାଲା ଆଚେ ।
Il en est de même de la foi: si elle ne produit pas d'oeuvres, elle est morte en elle-même.
18 ୧୮ ମାତର୍ କେ ଆଲେ ମକେ କଇସି, ଗଟେକ୍ ଲକର୍ ବିସ୍ବାସ୍ ଆଚେ ଆରି ଗଟେକ୍ ଲକର୍ ନିକ କାମ୍ ଆଚେ, ମୁଇ ତାକେ କଇବି ନିକ କାମ୍ ଚାଡି, ଗଟେକ୍ ଲକ୍କେ କେନ୍ତି ବିସ୍ବାସ୍ ଅଇସି? । ଅବ୍କା ବିସ୍ବାସ୍ କର୍ତେରଇବା ଲକ୍ ରଇଲେ ମକେ ଦେକାଆ । ମର୍ କର୍ବା ନିକ କାମ୍ ସଙ୍ଗ୍ ମର୍ ବିସ୍ବାସ୍ ମୁଇ ଦେକାଇବି ।
Ou bien encore, quelqu'un dira; Tu as la foi, et moi, j'ai les oeuvres. Montre-moi ta foi sans les oeuvres, et moi, je te montrerai ma foi par mes oeuvres.
19 ୧୯ ପର୍ମେସର୍ ଗଟେକ୍ସେ ଆଚେବଲି ତମେ ବିସ୍ବାସ୍ କଲାସ୍ନି, ସେଟା ନିକ । ଡୁମାମନ୍ ମିସା ସେନ୍ତାରି ବିସ୍ବାସ୍ କଲାଇନି ଆରି ଡରିକରି ଗଜ୍ଗଜି ଜିବାଇ ।
Tu crois qu'il y a un seul Dieu, tu fais bien; les démons le croient aussi, et ils tremblent!
20 ୨୦ ମାତର୍ ଏ ନିଲ୍ଜାଇ ଲକ୍ମନ୍ ତମେ ବୁଜିନାପାରାସ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି, ବଲି କଇସି ଆରି ନିକ କାମ୍ ନ କରେ, ସେନ୍ତାର୍ଆଲେ ତାର୍ ବିସ୍ବାସ୍ କର୍ବାଟା ଚୁଚାଇସେ ।
Mais veux-tu te convaincre, ô homme vain, que la foi sans les oeuvres est inutile?
21 ୨୧ ଆମର୍ ପୁର୍ବର୍ ଆନିଦାଦି ଅବ୍ରାଆମ୍ କେ ଦେକା, ପର୍ମେସର୍ ତାକେ ଦରମ୍ ଲକ୍ ବଲି ଡାକ୍ଲା । ସେଟା ତାର୍ ନିକ କାମ୍ ପାଇ । ଜେଡେବେଲେ ନିଜର୍ ପିଲା ଇସାକ୍କେ ବେଦିଟାନେ ବଲି ଦେବାବେଲେ ନେଇରଇଲା ।
Abraham, notre père, ne fut-il pas justifié par les oeuvres, lorsqu'il lui offrit sur l'autel son fils Isaac?
22 ୨୨ ତମେ ଦେକ୍ଲାସ୍ନିଜେ, ତାର୍ ବିସ୍ବାସ୍ ଆରି କରମ୍ ମିସିକରି ରଇଲା । ସେ କରିରଇବା କରମର୍ ଲାଗି ବିସ୍ବାସ୍ ସିଦ୍ ଅଇଲା ।
Tu vois que la foi agissait avec ses oeuvres, et que par ses oeuvres sa foi fut rendue parfaite.
23 ୨୩ ଏଟାର୍ ଲାଗି ଦରମ୍ ସାସ୍ତରର୍ ଏ ବାକିଅ ପୁରାପୁରୁନ୍ ଅଇଲା । ଅବ୍ରାଆମ୍ ପର୍ମେସର୍କେ ବିସ୍ବାସ୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲି ଏଜାଇଅଇଲା । ଆରି ଲକ୍ମନ୍ ତାକେ ପର୍ମେସରର୍ ମଇତର୍ ବଲି ଡାକିରଇଲାଇ ।
Ainsi s'accomplit ce que dit l'Écriture: «Abraham crut à Dieu, et cela lui fut imputé à justice»; et il fut appelé ami de Dieu.
24 ୨୪ ଅବ୍କା ବିସ୍ବାସ୍ କଲେସେ ଗଟେକ୍ ଲକ୍ ଦରମ୍ ବଲି ନାମାଇଅଇ ନଏଁ, ମାତର୍ ତାର୍ କର୍ବା ନିକ କାମର୍ ଲାଗି ଅଇସି । ଏଟା ତମେ ଦେକ୍ଲାସ୍ନି ।
Vous voyez que l'homme est justifié par les oeuvres, et non par la foi seulement.
25 ୨୫ ସେନ୍ତାରିସେ ବେସିଆ ମାଇଜି ରାଆବ୍କେ ମିସା ଅଇଲା । ସେ ଇସ୍ରାଏଲର୍ ଦେକାଦେକି କର୍ବା ଲକ୍ମନ୍କେ ଡାକିନେଲା ଆରି ବିନ୍ ବାଟେ ବାରଇଜିବାକେ ସାଇଜ କଲା । ସେ ଏନ୍ତାରି କଲାକେ ପର୍ମେସର୍ ଦେକ୍ବା ଇସାବେ ଗଟେକ୍ ଦରମ୍ ଲକ୍ ବଲି ଜାନାଇଅଇଲା ।
De même aussi, Rahab, la femme de mauvaise vie, ne fut-elle pas justifiée par les oeuvres, pour avoir reçu les messagers et les avoir fait partir par un autre chemin?
26 ୨୬ ତେବେ, ଆତ୍ମା ଚାଡିଗାଲେ ଲକ୍ମନର୍ ଗାଗଡ୍ ଜେନ୍ତିକି ମଲା ସମାନ୍, ସେନ୍ତାରିସେ ନିକ କାମ୍ ନ କଲେ, ବିସ୍ବାସ୍ ମିସା ମଲା ସମାନ୍ ଆଚେ ।
En effet, comme le corps sans âme est mort, ainsi la foi sans les oeuvres est morte.