< ଜାକୁବ 3 >
1 ୧ ଏ ମର୍ ବାଇବଇନିମନ୍, ତମର୍ ବିତ୍ରେ ବାକିଅ ସିକିଆ ଦେବା ଗୁରୁ ଅଦିକ୍ ଉଆ ନାଇ । ଜନ୍ଲକ୍ ବିନ୍ ଲକ୍ମନ୍କେ ସିକାଇବାଇ ସେମନ୍ ଅଦିକ୍ ଡଣ୍ଡ୍ ପାଇବାଇ, ଏଟା ଜାନିରୁଆ ।
Phralalen mungralen, neka či avel maškar tumende but učitelja, kaj džanas kaj amenđe e učiteljenđe avela majstrogo sudime.
2 ୨ ଆମେ ସବୁ ତର୍କେତର୍ ବୁଲ୍ କଲୁନି । ମାତର୍ ଜେ ମିସା ତାର୍ କାତାବାର୍ତା କଇଲାବେଲେ ବୁଲ୍ ନ କରେ, ତେବେ ସେ ସିଦ୍ ଲକ୍ । ଆରି ସେ ତାର୍ ସବୁଜାକ ମିସା ଜାଗ୍ରତ୍କରି ସଙ୍ଗଇ ଆଚେ ।
Kaj savora amen but grešisaras. Ako vareko či grešil ande alava, godova si savršeno manuš, sposobno te obuzdil piro sasto telo.
3 ୩ ଗଟେକ୍ ଗଡାର୍ ବିସଇ ବାବିଦେକୁ । ଜଦି ଗଡା ଆମର୍ କାତା ମାନ୍ବାର୍ ଆଚେ ବଇଲେ, ତାର୍ ଟଣ୍ଡେ ଲାଗନ୍ ଚାବାଇଲୁନି । ଜେନ୍ତାରିକି ଗଡାର୍ ଗୁଲାଇ ଗାଗଡ୍ ମିସା ବୁଲାଇକରି, ଆମେ ଜନ୍ବାଟେ ମନ୍ କର୍ବୁ, ସେବାଟେ ନେଲୁନି ।
Kana čhas e grastenđe e žvala ando muj te pokorin pe amenđe, upravis pe sasto lengo telo.
4 ୪ ସେନ୍ତାରିସେ ଗଟେକ୍ ବଡ୍ ପାନିଜାଜର୍ ବିସଇ ଚିନ୍ତା କରିଦେକା । ସେଟା ବେସି ବଡ୍ ରଇଲେ ମିସା ଜବର୍ ପବନ୍ ଆଇତେରଇଲେସେ ସେଟା ଚାଲାଇଅଇସି । ମାତର୍ ଗଟେକ୍ ଜାଜ୍ଚାଲାଉ ସାନ୍ଟା ବୁଲାଇବା ଚକା ମାରିକରି ସେ ଜନ୍ତି ମନ୍ କର୍ସି, ଜାଜ୍ ସେ ବାଟେ ଚାଲାଇ ନେଇସି ।
Dićhen vi e lađe, gajda si bare thaj e zurale balvaja inđaren len, a lenca upravil o cikno kormilo inća kaj o kormilaro kamel.
5 ୫ ସେ ରକାମ୍ ଆକା ଆମର୍ ଟଣ୍ଡେ ରଇବା ଜିବ୍ ମିସା ଆମର୍ ଗାଗଡର୍ ଗଟେକ୍ ସାନ୍ ଜିନିସ୍, ମାତର୍ ଏଟା ବେସି ବଡ୍ବଡ୍ କାତା କଇସି । ଗଟେକ୍ ଡଙ୍ଗରର୍ ବିସଇ ବାବିଦେକା, ସେଟା ବଡେଟା ରଇଲେ ମିସା କଣ୍ଡେକ୍ ଜଇ ଇଙ୍ଗ୍ରା ଲାଗିକରି ସବୁ ପଡାଇଦେଇସି ।
Gajda si vi e čhib cikno deo katar o telo, ali falil pes e bare bućenca. Dićhen sar e cikni jag šaj phabarel o baro voš.
6 ୬ ସେନ୍ତାରି ଜିବ୍ ମିସା ଜଇପାରା, ଜିବ୍ ବିତ୍ରେ ମିଚ୍ଟାମନ୍ ବର୍ତିଅଇ ଆଚେ । ସେଟା ଆମର୍ ଗାଗଡ୍ ବିତ୍ରେ ବାସାଅଇ ଆଚେ । ଆମର୍ ଗୁଲାଇ ଗାଗଡ୍କେ କାରାପ୍ ଡାବିଦେଇସି । ଆମର୍ ଜିବନ୍ ଜଇଟାନେ ପଡାଇଲାପାରା ପଡାଇ ଦେଇସି । ଆରି ସେ ଜଇ ନର୍କେଅନି ଆଇସି । (Geenna )
Gajda vi e čhib si jag, them nepravedno maškar amare delurja e telošće. Voj kaljarel amaro sasto telo, e paklostar phabardi del jag amaro sasto trajo. (Geenna )
7 ୭ କାଇକେବଇଲେ ସବୁ ରକାମର୍ ଡଙ୍ଗରର୍ ଜଁତ୍, ଉଡିବୁଲ୍ବାଟାମନ୍, ରାଙ୍ଗିବୁଲ୍ବାଟାମନ୍ ଆରି ପାନିତେଇ ରଇବାଟାମନ୍, ପୁର୍ବେଅନି ଲକ୍ମନ୍ ସେଟାମନ୍କେ ମାନାଇକରି ଆଚତ୍ ।
Sa vrste životinje, čiriklja, gmizavcurja thaj e morske životinje den pes te aven pokorime thaj o manuš pokorisarda len,
8 ୮ ମାତର୍ ଏବେଜାକ ଜିବ୍କେ କେ ମିସା ମାନାଅତ୍ ନାଇ । ତେଇ କାରାପ୍ ବିସଇ ପୁରୁନ୍ ଅଇଆଚେ । ସେ ତାର୍ ନିଜର୍ ମନ୍ କର୍ବା ଇସାବେ ଜାଇସି । ଆରି ମରନ୍ ଡାକିଆନ୍ବା ବିସ୍ ବର୍ତି ଅଇଆଚେ ।
ali e čhib, khonik našti pokoril. Voj si nemirno zlo pherdi smrtonosno otrovo.
9 ୯ ଆମେ ଜିବ୍ ସଙ୍ଗ୍ ମାପ୍ରୁକେ ଆରି ବାବା ପରମେସର୍କେ ଦନିଅବାଦ୍ ଦେଲୁନି ଆରି ଏ ଜିବ୍ସଙ୍ଗ୍ ପର୍ମେସର୍ ତାର୍ପାରା ତିଆର୍ କରିରଇବା ମୁନୁସ୍କେ ସାଇପ୍ ଦେଲୁନି ।
Lava blagoslovisaras e Gospode thaj e Dade thaj lava das romaja e manušen save si stvorime pe Devlešći slika.
10 ୧୦ ଗଟେକ୍ ଟଣ୍ଡେଅନିସେ ଦନିଅବାଦ୍ ଦେବାଟା ଆରି ସାଇପ୍ ଦେବାଟା ବାରଇସି । ମର୍ ବାଇବଇନିମନ୍, ଏନ୍ତାରି ଅଇବାଟା ଟିକ୍ ନଏଁ ।
Andar o isto muj inkljel o blagoslov thaj e romaja. Godova gajda či tromal te avel, mungre phralalen.
11 ୧୧ ଗଟେକ୍ ଚୁଆବିଲେଅନି, ଗଲାପାନି ଆରି ନିର୍ମଲ୍ପାନି ବାରଇସି କି? ନାଇ, ନ ବାରଏ ।
Šaj li andar jek izvor inkljel o guglo thaj o ćerko paj?
12 ୧୨ ଏ ମର୍ ବାଇବଇନିମନ୍, ଡୁମ୍ରିଗଚେ ଜିତ୍ପଲ୍ ନ ପଲେ କି କାଇ ଅଙ୍ଗୁର୍ ମାଲେ ଡୁମ୍ରି ନ ପଲେ । ସେନ୍ତାରିସେ ଗଟେକ୍ ଗଲାପାନି ବାରଇବା ଚୁଆଇ ଅନି ନିର୍ମଲ୍ ପାନି ନ ବାରଏ ।
Šaj li phralalen mungralen, e smokva te bijanel masline ili e loza smokve? Gajda ni o ćerko izvori našti del guglo paj.
13 ୧୩ ତମର୍ ବିତ୍ରେ ଗିଆନି ଆରି ବୁଲ୍ଟିକ୍ ବଲି କଇବା ଲକ୍ ଆଚତ୍ କି? ତାର୍ ନିକକରି ଜିଇବାକାଇବାଟାନେଅନି ସେଟା ଦେକାଅ । ତାର୍ ଜିବନେ, ଗଟେକ୍ ଗିଆନ୍ ରଇବା ଲକର୍ ଇସାବେ, ସବୁବିସଇ ସୁଆଲେ କଲାଆଚେ ବଲି ଦେକାଅ ।
Ko si mudro thaj razumno maškar tumende? Neka sikavel e lačhe dela pire lačhe trajosa, ande poniznost savi avel katar e mudrost.
14 ୧୪ ଜଦି ତମର୍ ମନ୍ବିତ୍ରେ ଇଁସାତଲା, କପ୍ଦାର୍ବାଟା ଆରି ସବୁବେଲେ ନିଜର୍ ବିସଇ ଚିନ୍ତା କର୍ବାଟା ରଇସି, ସେନ୍ତାର୍ଆଲେ ସେ ବିସଇଟାନେ ବଡ୍ପନ୍ ଉଆନାଇ । ଆରି ସତ୍ ବିସଇ ବୁଲ୍ ଆଚେବଲି କୁଆ ନାଇ ।
Ali te si tumen ando ilo ćerći zavist thaj čingara, na falin tumen thaj na phenen kaj sen mudre kana godova naj čače.
15 ୧୫ ଏନ୍ତାରି ଗିଆନ୍ ପର୍ମେସରର୍ ଟାନେଅନି ନ ଆସେ । ସେଟା ଜଗତେଅନି ଆଇସି । ପର୍ମେସରର୍ ଆତ୍ମା ନ ରଇବାଟାନେ ଅନି ଆଇସି । ଆରି ସେଟା ସଇତାନର୍ ଗିଆନେ ଅନି ଆଇସି ।
Kasavi mudrost či avel e Devlestar, nego akale themestar, naj duhovno thaj avel e benđestar.
16 ୧୬ ଜନ୍ ଜାଗାଇ ଲକ୍ମନର୍ ବିତ୍ରେ ଇଁସା, ଆରି ନିଜର ବିସଇସେ ଚିନ୍ତା କର୍ବାଟା ରଇଲେ, ସେ ଜାଗାଇ ଲାଗାଲାଗି ଆରି ସବୁ ରକାମର୍ କାରାପ୍ କାମ୍ ରଇସି ।
Nego, kaj si zavist thaj čingara, okote si nered thaj svako vrsno bilačhipe.
17 ୧୭ ମାତର୍ ପର୍ମେସର୍ ସିକାଇବା ଗିଆନ୍ ଜନ୍ଲକ୍ମନ୍କେ ଆଚେ, ତାକର୍ ଗୁନ୍ଚଲନେ ସେମନ୍ ସୁକଲ୍ ଅଇରଇବାଇ, ସାନ୍ତିସଙ୍ଗ୍ ରଇବାଇ, ସୁଆଲେ ରଇବାଇ, ଦୟା ଦେକାଇବାଇ, ଜିବନ୍ଦୁକାଇବାଇ ଆରି ତାକର୍ ସବୁ କାମ୍ ନିକ ରଇସି । ସେମନ୍ ଲକ୍ମନ୍କେ ବଡ୍ ସାନ୍ ଇସାବେ ନ ଦେକତ୍ ଆରି ଚଲାନିକାତା ନ କଅତ୍ ।
A e mudrost savi avel e Devlestar si majsigo čisto, askal mirotvorno, krotko, blago, popustljivo, pherdi milosrđe thaj lačhe dela. Či lel khonikašći rig thaj naj licemerno.
18 ୧୮ ଜନ୍ ଲକ୍ମନ୍ ସାନ୍ତିର୍ପାଇ କାମ୍ କର୍ବାଇ, ସାନ୍ତି ସଙ୍ଗ୍ ରଇକରି ଦରମର୍ ବିଅନ୍ ବୁନ୍ବାଇ, ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ, ନିକ କାମର୍ ଦାନ୍ କାଟ୍ବାଇ ।
A e pravednost si plodo savo kušena okola save sejin o miro – okola save ćeren o miro.