< ଜାକୁବ 5 >
1 ୧ ଏ ସାଉକାର୍ ଲକ୍ମନ୍, ମର୍କାତା ସୁନା । ତମ୍କେ ଜନ୍ ଦୁକ୍କସ୍ଟ ଆଇଲାନି, ସେଟାର୍ ପାଇ ମାରିଚପିଅଇ କାନ୍ଦା ।
A vous maintenant, riches! Pleurez et gémissez, à cause des malheurs qui viendront sur vous.
2 ୨ ତମର୍ ଦନ୍ସଁପତି କୁଇଗାଲାନି ଆରି ନିକନିକ ବସ୍ତର୍ମନ୍ ଅଲ୍ମା କାଇଲାନି ।
Vos richesses sont pourries, et vos vêtements sont rongés par les teignes.
3 ୩ ତମର୍ ସୁନାରୁପା ଚିଲମ୍ ଦାର୍ଲାନି ଆରି ଏ ଚିଲମ୍ ଦାର୍ଲାଟାକେ ନେଇକରି ପର୍ମେସର୍ ତମ୍କେ ଦସି କର୍ସି । ଆରି ଜଇଟାନେ ପଡ୍ଲେ ଜେନ୍ତି ଗାଗଡ୍ ନସ୍ସି, ସେନ୍ତି ତମର୍ ଗାଗଡ୍ ସେ କୁରୁପ୍ନାସ୍ କର୍ସି । ଏ ଜୁଗ୍ ସାର୍ବାକେ ଜାଇତେରଇଲେ ମିସା ତମେ ସବୁଲକ୍ ଦନ୍ସଁପତି ଟୁଲିଆଇଲାସ୍ନି ।
Votre or et votre argent sont rouillés; et leur rouille s’élèvera en témoignage contre vous, et dévorera vos chairs comme un feu. Vous avez amassé des trésors dans les derniers jours!
4 ୪ ତମର୍ ଜମିବାଡିଲଗେ କାମ୍କର୍ବା ବୁତିଆର୍ମନ୍କେ ବୁତି ଦିଆସ୍ ନାଇ । ତାର୍ ବାଦୁଲେ ସେମନ୍କେ ନାଡାଇ ଆଚାସ୍ । ସୁନା, ସେମନର୍ ବୁତି ତମର୍ ବିରୁଦେ କାନ୍ଦ୍ଲାପାରା ସୁନିଅଇଲାନି । ସେମନର୍ କାନ୍ଦ୍ବାଟା ସବୁର୍ଟାନେଅନି ବପୁ ରଇବା ମାପ୍ରୁ, ସୁନ୍ଲା ଆଚେ ।
Voici, le salaire des ouvriers qui ont moissonné vos champs, et dont vous les avez frustrés, crie, et les cris des moissonneurs sont parvenus jusqu’aux oreilles du Seigneur des armées.
5 ୫ ଏ ଜଗତେ ତମେ ସାଇସାର୍ଦା ସଙ୍ଗ୍ ଜିଇଲାସ୍ନି । ଜାଇଟା ମନ୍ କଲେ, ସେଟା କଲାସ୍ନି । ମାତର୍ ପର୍ମେସରର୍ ଡଣ୍ଡର୍ ଦିନ୍ ଦାପ୍ରେ ଆଇଲାନି ।
Vous avez vécu sur la terre dans les voluptés et dans les délices, vous avez rassasié vos cœurs au jour du carnage.
6 ୬ ତମେ ଦସ୍ ନ କଲା ଲକ୍ମନ୍କେ ଦସି ବଲିକରି ମାରି ମରାଇଆଚାସ୍ । ଏଲେମିସା ସେମନ୍ ତମ୍କେ ଅଟ୍କାଅତ୍ ନାଇ ।
Vous avez condamné, vous avez tué le juste, qui ne vous a pas résisté.
7 ୭ ଏ ମର୍ ବାଇବଇନିମନ୍, ମାପ୍ରୁ ଆରିତରେକ୍ ଆଇବାଜାକ ମୁର୍ଚିକରି ରୁଆ । ଚାସିମନର୍ ବିସଇ ଚିନ୍ତାକରିଦେକା, ତାକର୍ ଜମିଅନି ନିକ ପସଲ୍ ମିଲ୍ବା ଜାକ ସେମନ୍ ଜାଗିକରି ରଇବାଇ । ଜେନ୍ତିକି ମାଟିବିଜାଇବାକେ ପର୍ତୁମର୍ ବରିସା ଆରି ନିଙ୍ଗ୍ବାପାଚ୍ବା ବେଲର୍ ସାରାସାରି ବର୍ସାକେ ମୁର୍ଚିକରି ଜାଗି ରଇବାଇ ।
Soyez donc patients, frères jusqu’à l’avènement du Seigneur. Voici, le laboureur attend le précieux fruit de la terre, prenant patience à son égard, jusqu’à ce qu’il ait reçu les pluies de la première et de l’arrière-saison.
8 ୮ ସେ ରକାମ୍ ତମେମନ୍ ମିସା ମୁର୍ଚି ଜାଗିରୁଆ । ତମର୍ ମନ୍ ଡାଁଟ୍କରି ରୁଆ, କାଇକେବଇଲେ ମାପ୍ରୁ ଆଇବା ଦିନ୍ ଲଗେ କେଟିଆଇଲାନି ।
Vous aussi, soyez patients, affermissez vos cœurs, car l’avènement du Seigneur est proche.
9 ୯ ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ ଦସ୍ ଦାରାଦାରି ଉଆ ନାଇ । ସେନ୍ତିଆଲେ ମାପ୍ରୁ ତମ୍କେ ବିଚାର୍ ନ କରେ । ଦେକା ବଡ୍ ବିଚାର୍କାରିଆ ଲଗେ ଆଚେ ।
Ne vous plaignez pas les uns des autres, frères, afin que vous ne soyez pas jugés: voici, le juge est à la porte.
10 ୧୦ ମର୍ ବାଇବଇନିମନ୍, ଜନ୍ ବବିସତ୍ବକ୍ତାମନ୍ ମାପ୍ରୁର୍ ନାଉଁ ଦାରି କାତାଦେଇ ରଇଲାଇ, ସେମନ୍କେ ଏତାଆ । ଦୁକ୍କସ୍ଟ ଆଇଲାବେଲେ । ସେମନ୍ ମୁର୍ଚିକରି ରଇଲାଇ । ତମେମିସା ସେନ୍ତାରି ଅଇକରି ମନେ ଏତାଆ ।
Prenez, mes frères, pour modèles de souffrance et de patience les prophètes qui ont parlé au nom du Seigneur.
11 ୧୧ ସେମନ୍ ମୁର୍ଚିକରି ରଇଲାର୍ପାଇ ବଲି କେଡେକରମର୍ ଲକ୍ ବଲି କଇଲୁନି । ସେନ୍ତାରିସେ ଆୟୁବ୍ ବେସି ଦିନ୍ଜାକ ମୁର୍ଚିକରି ରଇଲାଟା ତମେ ସୁନି ଆଚାସ୍ । ସାରାସାରି ପଚେ ମାପ୍ରୁ ଜନ୍ରକାମ୍ ତାକେ ବାଉଡାଇଦେଲାଟା ଜାନିଆଚାସ୍ । କାଇକେ ବଇଲେ ଆମର୍ ମାପ୍ରୁ ଦୟାକର୍ସି ଆରି ପୁରାପୁରୁନ୍ କଲିକରମ୍ ଦେକ୍ବା ମାପ୍ରୁ ।
Voici, nous disons bienheureux ceux qui ont souffert patiemment. Vous avez entendu parler de la patience de Job, et vous avez vu la fin que le Seigneur lui accorda, car le Seigneur est plein de miséricorde et de compassion.
12 ୧୨ ଏ ମର୍ ବାଇବଇନିମନ୍, ତମେ କାତା ଦେଲା ବେଲେ ରାନ୍ ନିୟମ୍ ପାକାଆ ନାଇ । ସରଗର୍ କି ଏ ଜଗତର୍ ନାଉଁ ଦାରିକରି କାଇ ବିସଇ ରାନ୍ ପାକାଆ ନାଇ । ତମର୍ ଅଇବା କାତାଆଲେ “ଉଁ” ଆରି, ନ ଅଇବା କାତା ଆଲେ “ନାଇ” ବଲିକୁଆ । ସେନ୍ତାର୍ ରଇଲେ, ତମେ ପର୍ମେସରର୍ ବିଚାର୍ନାଟାନେ ଡଣ୍ତ୍ ନ ପାଆସ୍ ।
Avant toutes choses, mes frères, ne jurez ni par le ciel, ni par la terre, ni par aucun autre serment. Mais que votre oui soit oui, et que votre non soit non, afin que vous ne tombiez pas sous le jugement.
13 ୧୩ ତମର୍ ବିତ୍ରେ କେ ଜଦି ଦୁକ୍ ଜଞ୍ଜାଲେ ରଇଲେ, ସେ ପାର୍ତନା କର । କେ ଜଦି ସାର୍ଦାସଙ୍ଗ୍ ଆଚେ ବଇଲେ, ସେ ପର୍ମେସରର୍ ଡାକ୍ପୁଟାର୍ ଗିତ୍ ଗାଅ ।
Quelqu’un parmi vous est-il dans la souffrance? Qu’il prie. Quelqu’un est-il dans la joie? Qu’il chante des cantiques.
14 ୧୪ କେ ଜଦି ଜର୍ଦୁକା ଅଇ ରଇଲେ ସେ ମଣ୍ଡଲିର୍ ପାର୍ଚିନ୍ମନ୍କେ ଡାକାଆ, ସେମନ୍ ମାପ୍ରୁର୍ ନାଉଁଦାରି ଚିକନ୍ ରକଇ କରି ତାକେ ଲାଗାଇ, ପାର୍ତନା କର୍ବାଇ ।
Quelqu’un parmi vous est-il malade? Qu’il appelle les anciens de l’Église, et que les anciens prient pour lui, en l’oignant d’huile au nom du Seigneur;
15 ୧୫ ବିସ୍ବାସ୍ ସଙ୍ଗ୍ ସରପ୍ଲା ପାର୍ତନା ଜରର୍ ଲକ୍କେ ନିମାନ୍ କରି ଉଟାଇସି । ଜଦିସେ ପାପ୍କରି ରଇସି ବଇଲେ ମାପ୍ରୁ ତାକେ କେମା କର୍ସି । ନିଜର୍ ନିଜର୍ ଲଗେ ପାପ୍ କଲାଟା ଜାନାଆ ଆରି ନିଜର୍ ନିଜର୍ ପାଇ ପାର୍ତନା କରା । ସେନ୍ତାର୍ କଲେ, ତମେ ନିକ ଅଇସା ।
la prière de la foi sauvera le malade, et le Seigneur le relèvera; et s’il a commis des péchés, il lui sera pardonné.
16 ୧୬ ଗଟେକ୍ ଦରମ୍ ଲକ୍ ପାର୍ତନା କଲାଟା ବେସି ବପୁ ରଇସି ଆରି ସେ ପାର୍ତନାର୍ ଉତର୍ ଦେକିଅଇସି ।
Confessez donc vos péchés les uns aux autres, et priez les uns pour les autres, afin que vous soyez guéris. La prière fervente du juste a une grande efficace.
17 ୧୭ ଏଲିଅର୍ ବିସଇ ବାବିଦେକା, ସେ ମିସା ଆମର୍ ପାରାସେ ରଇଲା । ପୁର୍ବେ ଇସ୍ରାଏଲ୍ ଦେସେ ପାନି ନ ମାର ବଲି ସେ ମନ୍ଦିଆନ୍ ଦେଇ ପାର୍ତନା କର୍ତେରଇଲା । ସେଟାର୍ପାଇ ସେ ଦେସେ ତିନ୍ ବରସ୍ ଚ ମାସ୍ ଜାକ ପାନି ମାରେ ନାଇ ।
Élie était un homme de la même nature que nous: il pria avec instance pour qu’il ne plût point, et il ne tomba point de pluie sur la terre pendant trois ans et six mois.
18 ୧୮ ଆରି ତରେକ୍ ପାନି ମାର ବଲି ପାର୍ତନା କଲାକେ ବାଦ୍ଲେଅନି ପାନି ମାର୍ଲା । ତେବର୍ପାଇ ଜମିଟାନେ ତାସ୍ ଅଇଲା ।
Puis il pria de nouveau, et le ciel donna de la pluie, et la terre produisit son fruit.
19 ୧୯ ଏ ମର୍ ବାଇବଇନିମନ୍ ତମର୍ ବିତ୍ରେ ଜଦି କେ ସତ୍ ବାଟ୍ ଚାଡିକରି ବିନ୍ ବିନ୍ ବାଟେ ଗାଲେ, ତାକେ କେ ଆଲେ ଜାଇ ବାଉଡାଇ ଆନ୍ଲେ,
Mes frères, si quelqu’un parmi vous s’est égaré loin de la vérité, et qu’un autre l’y ramène,
20 ୨୦ ଏତାଇରୁଆଜେ, କେ ଜଦି, ଗଟେକ୍ ପାପିକେ ବୁଲ୍ବାଟେଅନି ବାଉଡାଇ ଆନ୍ସି, ସେ ତାକେ ମରନେଅନି ରକିଆ କର୍ସି । ଆରି ସେ ଲକର୍ ଜବର୍ ପାପ୍ ରଇଲେ ମିସା ତାକେ କେମା ଅଇସି ।
qu’il sache que celui qui ramènera un pécheur de la voie où il s’était égaré sauvera une âme de la mort et couvrira une multitude de péchés.