< ଜାକୁବ 5 >
1 ୧ ଏ ସାଉକାର୍ ଲକ୍ମନ୍, ମର୍କାତା ସୁନା । ତମ୍କେ ଜନ୍ ଦୁକ୍କସ୍ଟ ଆଇଲାନି, ସେଟାର୍ ପାଇ ମାରିଚପିଅଇ କାନ୍ଦା ।
he dhanavantaḥ, yūyam idānīṁ śṛṇuta yuṣmābhirāgamiṣyatkleśahetoḥ krandyatāṁ vilapyatāñca|
2 ୨ ତମର୍ ଦନ୍ସଁପତି କୁଇଗାଲାନି ଆରି ନିକନିକ ବସ୍ତର୍ମନ୍ ଅଲ୍ମା କାଇଲାନି ।
yuṣmākaṁ draviṇaṁ jīrṇaṁ kīṭabhuktāḥ sucelakāḥ|
3 ୩ ତମର୍ ସୁନାରୁପା ଚିଲମ୍ ଦାର୍ଲାନି ଆରି ଏ ଚିଲମ୍ ଦାର୍ଲାଟାକେ ନେଇକରି ପର୍ମେସର୍ ତମ୍କେ ଦସି କର୍ସି । ଆରି ଜଇଟାନେ ପଡ୍ଲେ ଜେନ୍ତି ଗାଗଡ୍ ନସ୍ସି, ସେନ୍ତି ତମର୍ ଗାଗଡ୍ ସେ କୁରୁପ୍ନାସ୍ କର୍ସି । ଏ ଜୁଗ୍ ସାର୍ବାକେ ଜାଇତେରଇଲେ ମିସା ତମେ ସବୁଲକ୍ ଦନ୍ସଁପତି ଟୁଲିଆଇଲାସ୍ନି ।
kanakaṁ rajatañcāpi vikṛtiṁ pragamiṣyati, tatkalaṅkaśca yuṣmākaṁ pāpaṁ pramāṇayiṣyati, hutāśavacca yuṣmākaṁ piśitaṁ khādayiṣyati| ittham antimaghasreṣu yuṣmābhiḥ sañcitaṁ dhanaṁ|
4 ୪ ତମର୍ ଜମିବାଡିଲଗେ କାମ୍କର୍ବା ବୁତିଆର୍ମନ୍କେ ବୁତି ଦିଆସ୍ ନାଇ । ତାର୍ ବାଦୁଲେ ସେମନ୍କେ ନାଡାଇ ଆଚାସ୍ । ସୁନା, ସେମନର୍ ବୁତି ତମର୍ ବିରୁଦେ କାନ୍ଦ୍ଲାପାରା ସୁନିଅଇଲାନି । ସେମନର୍ କାନ୍ଦ୍ବାଟା ସବୁର୍ଟାନେଅନି ବପୁ ରଇବା ମାପ୍ରୁ, ସୁନ୍ଲା ଆଚେ ।
paśyata yaiḥ kṛṣīvalai ryuṣmākaṁ śasyāni chinnāni tebhyo yuṣmābhi ryad vetanaṁ chinnaṁ tad uccai rdhvaniṁ karoti teṣāṁ śasyacchedakānām ārttarāvaḥ senāpateḥ parameśvarasya karṇakuharaṁ praviṣṭaḥ|
5 ୫ ଏ ଜଗତେ ତମେ ସାଇସାର୍ଦା ସଙ୍ଗ୍ ଜିଇଲାସ୍ନି । ଜାଇଟା ମନ୍ କଲେ, ସେଟା କଲାସ୍ନି । ମାତର୍ ପର୍ମେସରର୍ ଡଣ୍ଡର୍ ଦିନ୍ ଦାପ୍ରେ ଆଇଲାନି ।
yūyaṁ pṛthivyāṁ sukhabhogaṁ kāmukatāñcāritavantaḥ, mahābhojasya dina iva nijāntaḥkaraṇāni paritarpitavantaśca|
6 ୬ ତମେ ଦସ୍ ନ କଲା ଲକ୍ମନ୍କେ ଦସି ବଲିକରି ମାରି ମରାଇଆଚାସ୍ । ଏଲେମିସା ସେମନ୍ ତମ୍କେ ଅଟ୍କାଅତ୍ ନାଇ ।
aparañca yuṣmābhi rdhārmmikasya daṇḍājñā hatyā cākāri tathāpi sa yuṣmān na pratiruddhavān|
7 ୭ ଏ ମର୍ ବାଇବଇନିମନ୍, ମାପ୍ରୁ ଆରିତରେକ୍ ଆଇବାଜାକ ମୁର୍ଚିକରି ରୁଆ । ଚାସିମନର୍ ବିସଇ ଚିନ୍ତାକରିଦେକା, ତାକର୍ ଜମିଅନି ନିକ ପସଲ୍ ମିଲ୍ବା ଜାକ ସେମନ୍ ଜାଗିକରି ରଇବାଇ । ଜେନ୍ତିକି ମାଟିବିଜାଇବାକେ ପର୍ତୁମର୍ ବରିସା ଆରି ନିଙ୍ଗ୍ବାପାଚ୍ବା ବେଲର୍ ସାରାସାରି ବର୍ସାକେ ମୁର୍ଚିକରି ଜାଗି ରଇବାଇ ।
he bhrātaraḥ, yūyaṁ prabhorāgamanaṁ yāvad dhairyyamālambadhvaṁ| paśyata kṛṣivalo bhūme rbahumūlyaṁ phalaṁ pratīkṣamāṇo yāvat prathamam antimañca vṛṣṭijalaṁ na prāpnoti tāvad dhairyyam ālambate|
8 ୮ ସେ ରକାମ୍ ତମେମନ୍ ମିସା ମୁର୍ଚି ଜାଗିରୁଆ । ତମର୍ ମନ୍ ଡାଁଟ୍କରି ରୁଆ, କାଇକେବଇଲେ ମାପ୍ରୁ ଆଇବା ଦିନ୍ ଲଗେ କେଟିଆଇଲାନି ।
yūyamapi dhairyyamālambya svāntaḥkaraṇāni sthirīkuruta, yataḥ prabhorupasthitiḥ samīpavarttinyabhavat|
9 ୯ ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ ଦସ୍ ଦାରାଦାରି ଉଆ ନାଇ । ସେନ୍ତିଆଲେ ମାପ୍ରୁ ତମ୍କେ ବିଚାର୍ ନ କରେ । ଦେକା ବଡ୍ ବିଚାର୍କାରିଆ ଲଗେ ଆଚେ ।
he bhrātaraḥ, yūyaṁ yad daṇḍyā na bhaveta tadarthaṁ parasparaṁ na glāyata, paśyata vicārayitā dvārasamīpe tiṣṭhati|
10 ୧୦ ମର୍ ବାଇବଇନିମନ୍, ଜନ୍ ବବିସତ୍ବକ୍ତାମନ୍ ମାପ୍ରୁର୍ ନାଉଁ ଦାରି କାତାଦେଇ ରଇଲାଇ, ସେମନ୍କେ ଏତାଆ । ଦୁକ୍କସ୍ଟ ଆଇଲାବେଲେ । ସେମନ୍ ମୁର୍ଚିକରି ରଇଲାଇ । ତମେମିସା ସେନ୍ତାରି ଅଇକରି ମନେ ଏତାଆ ।
he mama bhrātaraḥ, ye bhaviṣyadvādinaḥ prabho rnāmnā bhāṣitavantastān yūyaṁ duḥkhasahanasya dhairyyasya ca dṛṣṭāntān jānīta|
11 ୧୧ ସେମନ୍ ମୁର୍ଚିକରି ରଇଲାର୍ପାଇ ବଲି କେଡେକରମର୍ ଲକ୍ ବଲି କଇଲୁନି । ସେନ୍ତାରିସେ ଆୟୁବ୍ ବେସି ଦିନ୍ଜାକ ମୁର୍ଚିକରି ରଇଲାଟା ତମେ ସୁନି ଆଚାସ୍ । ସାରାସାରି ପଚେ ମାପ୍ରୁ ଜନ୍ରକାମ୍ ତାକେ ବାଉଡାଇଦେଲାଟା ଜାନିଆଚାସ୍ । କାଇକେ ବଇଲେ ଆମର୍ ମାପ୍ରୁ ଦୟାକର୍ସି ଆରି ପୁରାପୁରୁନ୍ କଲିକରମ୍ ଦେକ୍ବା ମାପ୍ରୁ ।
paśyata dhairyyaśīlā asmābhi rdhanyā ucyante| āyūbo dhairyyaṁ yuṣmābhiraśrāvi prabhoḥ pariṇāmaścādarśi yataḥ prabhu rbahukṛpaḥ sakaruṇaścāsti|
12 ୧୨ ଏ ମର୍ ବାଇବଇନିମନ୍, ତମେ କାତା ଦେଲା ବେଲେ ରାନ୍ ନିୟମ୍ ପାକାଆ ନାଇ । ସରଗର୍ କି ଏ ଜଗତର୍ ନାଉଁ ଦାରିକରି କାଇ ବିସଇ ରାନ୍ ପାକାଆ ନାଇ । ତମର୍ ଅଇବା କାତାଆଲେ “ଉଁ” ଆରି, ନ ଅଇବା କାତା ଆଲେ “ନାଇ” ବଲିକୁଆ । ସେନ୍ତାର୍ ରଇଲେ, ତମେ ପର୍ମେସରର୍ ବିଚାର୍ନାଟାନେ ଡଣ୍ତ୍ ନ ପାଆସ୍ ।
he bhrātaraḥ viśeṣata idaṁ vadāmi svargasya vā pṛthivyā vānyavastuno nāma gṛhītvā yuṣmābhiḥ ko'pi śapatho na kriyatāṁ, kintu yathā daṇḍyā na bhavata tadarthaṁ yuṣmākaṁ tathaiva tannahi cetivākyaṁ yatheṣṭaṁ bhavatu|
13 ୧୩ ତମର୍ ବିତ୍ରେ କେ ଜଦି ଦୁକ୍ ଜଞ୍ଜାଲେ ରଇଲେ, ସେ ପାର୍ତନା କର । କେ ଜଦି ସାର୍ଦାସଙ୍ଗ୍ ଆଚେ ବଇଲେ, ସେ ପର୍ମେସରର୍ ଡାକ୍ପୁଟାର୍ ଗିତ୍ ଗାଅ ।
yuṣmākaṁ kaścid duḥkhī bhavati? sa prārthanāṁ karotu| kaścid vānandito bhavati? sa gītaṁ gāyatu|
14 ୧୪ କେ ଜଦି ଜର୍ଦୁକା ଅଇ ରଇଲେ ସେ ମଣ୍ଡଲିର୍ ପାର୍ଚିନ୍ମନ୍କେ ଡାକାଆ, ସେମନ୍ ମାପ୍ରୁର୍ ନାଉଁଦାରି ଚିକନ୍ ରକଇ କରି ତାକେ ଲାଗାଇ, ପାର୍ତନା କର୍ବାଇ ।
yuṣmākaṁ kaścit pīḍito 'sti? sa samiteḥ prācīnān āhvātu te ca pabho rnāmnā taṁ tailenābhiṣicya tasya kṛte prārthanāṁ kurvvantu|
15 ୧୫ ବିସ୍ବାସ୍ ସଙ୍ଗ୍ ସରପ୍ଲା ପାର୍ତନା ଜରର୍ ଲକ୍କେ ନିମାନ୍ କରି ଉଟାଇସି । ଜଦିସେ ପାପ୍କରି ରଇସି ବଇଲେ ମାପ୍ରୁ ତାକେ କେମା କର୍ସି । ନିଜର୍ ନିଜର୍ ଲଗେ ପାପ୍ କଲାଟା ଜାନାଆ ଆରି ନିଜର୍ ନିଜର୍ ପାଇ ପାର୍ତନା କରା । ସେନ୍ତାର୍ କଲେ, ତମେ ନିକ ଅଇସା ।
tasmād viśvāsajātaprārthanayā sa rogī rakṣāṁ yāsyati prabhuśca tam utthāpayiṣyati yadi ca kṛtapāpo bhavet tarhi sa taṁ kṣamiṣyate|
16 ୧୬ ଗଟେକ୍ ଦରମ୍ ଲକ୍ ପାର୍ତନା କଲାଟା ବେସି ବପୁ ରଇସି ଆରି ସେ ପାର୍ତନାର୍ ଉତର୍ ଦେକିଅଇସି ।
yūyaṁ parasparam aparādhān aṅgīkurudhvam ārogyaprāptyarthañcaikajano 'nyasya kṛte prārthanāṁ karotu dhārmmikasya sayatnā prārthanā bahuśaktiviśiṣṭā bhavati|
17 ୧୭ ଏଲିଅର୍ ବିସଇ ବାବିଦେକା, ସେ ମିସା ଆମର୍ ପାରାସେ ରଇଲା । ପୁର୍ବେ ଇସ୍ରାଏଲ୍ ଦେସେ ପାନି ନ ମାର ବଲି ସେ ମନ୍ଦିଆନ୍ ଦେଇ ପାର୍ତନା କର୍ତେରଇଲା । ସେଟାର୍ପାଇ ସେ ଦେସେ ତିନ୍ ବରସ୍ ଚ ମାସ୍ ଜାକ ପାନି ମାରେ ନାଇ ।
ya eliyo vayamiva sukhaduḥkhabhogī marttya āsīt sa prārthanayānāvṛṣṭiṁ yācitavān tena deśe sārddhavatsaratrayaṁ yāvad vṛṣṭi rna babhūva|
18 ୧୮ ଆରି ତରେକ୍ ପାନି ମାର ବଲି ପାର୍ତନା କଲାକେ ବାଦ୍ଲେଅନି ପାନି ମାର୍ଲା । ତେବର୍ପାଇ ଜମିଟାନେ ତାସ୍ ଅଇଲା ।
paścāt tena punaḥ prārthanāyāṁ kṛtāyām ākāśastoyānyavarṣīt pṛthivī ca svaphalāni prārohayat|
19 ୧୯ ଏ ମର୍ ବାଇବଇନିମନ୍ ତମର୍ ବିତ୍ରେ ଜଦି କେ ସତ୍ ବାଟ୍ ଚାଡିକରି ବିନ୍ ବିନ୍ ବାଟେ ଗାଲେ, ତାକେ କେ ଆଲେ ଜାଇ ବାଉଡାଇ ଆନ୍ଲେ,
he bhrātaraḥ, yuṣmākaṁ kasmiṁścit satyamatād bhraṣṭe yadi kaścit taṁ parāvarttayati
20 ୨୦ ଏତାଇରୁଆଜେ, କେ ଜଦି, ଗଟେକ୍ ପାପିକେ ବୁଲ୍ବାଟେଅନି ବାଉଡାଇ ଆନ୍ସି, ସେ ତାକେ ମରନେଅନି ରକିଆ କର୍ସି । ଆରି ସେ ଲକର୍ ଜବର୍ ପାପ୍ ରଇଲେ ମିସା ତାକେ କେମା ଅଇସି ।
tarhi yo janaḥ pāpinaṁ vipathabhramaṇāt parāvarttayati sa tasyātmānaṁ mṛtyuta uddhariṣyati bahupāpānyāvariṣyati ceti jānātu|