< ଜାକୁବ 1 >
1 ୧ ମୁଇ ଜାକୁବ ମାପ୍ରୁ ଜିସୁକିରିସ୍ଟ ଆରି ବାବା ପର୍ମେସରର୍ ଗଟେକ୍ ଗତିଦାଙ୍ଗ୍ଡା । ଗୁଲାଇ ଜଗତେ ଚିନ୍ଚତର୍ ଅଇଜାଇରଇବା ପର୍ମେସରର୍ ବାର୍ଟା କୁଟୁମର୍ ଲକ୍ମନ୍କେ ମୁଇ ଜୁଆର୍ ଜାନାଇକରି ଏ ଚିଟି ଲେକ୍ଲିନି ।
Яков слуга на Бога и на Господа Исуса Христа, до дванадесет пръснати племена, поздрав.
2 ୨ ଏ ମର୍ ବାଇବଇନିମନ୍ ଜିବନ୍ ବିତାଇଲାବେଲେ ତମର୍ ବିସ୍ବାସ୍ ଡାଁଟ୍ ଆଚେ କି ନାଇ ବଲି, ଜେତ୍କି ଦୁକ୍ କସ୍ଟର୍ ପରିକା ଆଇଲେ, ଏଟା ଗଟେକ୍ ନିକ କରମର୍ ବିସଇ ବଲି ଏତାଆ ।
Считайте го за голяма радост, братя мои, когато падате в разни изпитни,
3 ୩ କାଇକେବଇଲେ, ଏନ୍ତାରି ଦୁକ୍ କସ୍ଟ ଆଇଲେ ତମର୍ ବିସ୍ବାସ୍ ପରିକାକରି ଡାଁଟ୍ ଆଚେବଲି ଦେକାଇସି । ଆରି ମୁରଚ୍ବାଟା ଅଦିକ୍ ଅଦିକ୍ ଅଇସି ବଲି ତମେ ଜାନିଆଚାସ୍ ।
като знаете, че изпитанието на вашата вяра произвежда твърдост.
4 ୪ ତମେ ସାରାସାରିଜାକ ମୁର୍ଚିକରି ରଇଲେ, କାଇ ବିସଇଟାନେ ମିସା ଉନା ନ ଅଇକରି ପୁରାପୁରୁନ୍ ସିଦ୍ ଅଇସା ।
А твърдостта нека извърши делото си съвършено, за да бъдете съвършени и цели, без никакъв недостатък.
5 ୫ ମାତର୍ ତମର୍ ବିତ୍ରେ ଜଦି କାକେ ଗିଆନ୍ ଉନା ରଇ, ଗିଆନ୍ ପାଇବାର୍ଆଲେ ପର୍ମେସର୍କେ ମାଙ୍ଗା । ସେ ତାର୍ ଆତ୍ ମେଲାକରି, ଦସ୍ ନ ଦାରି ସବୁକେ ଦାନ୍ କର୍ସି ।
Но ако някому от вас не достига мъдрост, нека иска от Бога, Който дава на всички щедро без да укорява, и ще му се даде.
6 ୬ ମାତର୍ ସେ ଅଇସି କି ନ ଅଏ ବଲିକରି ନ ବାବି, ବିସ୍ବାସର୍ ସଙ୍ଗ୍ ପାର୍ତନା କର୍ବାର୍ଆଚେ । କାଇକେ ବଇଲେ ଜେ ଅଇସି କି ନ ଅଏ ବଲିକରି ବାବ୍ସି, ସେ ପବନ୍ସଙ୍ଗ୍ ଇଣ୍ଡ୍ତେ ରଇବା ସମ୍ଦୁରର୍ ଉଲ୍କା ପାନି ପାରା ଗଟେକ୍ ଲକ୍ ।
Но да проси с вяра без да се съмнява ни най-малко; защото, който се съмнява прилича на морски вълни, които се тласкат и блъскат от ветровете.
7 ୭ ସେ ରକାମ୍ ଲକ୍ ମାପ୍ରୁର୍ ଟାନେଅନି କାଇଟା ଆଲେ ପାଇବି ବଲିକରି ଆସା ନ କର ।
Такъв човек да не мисли, че ще получи нещо от Господа,
8 ୮ ସେ ତା, ଦୁଇମନିଆ ଲକ୍, ସେ କର୍ବା ସବୁ କାମ୍ଟାନେ ତବିର୍ ନ ରଏ ।
понеже е колеблив и непостоянен във всичките си пътища.
9 ୯ ଗଟେକ୍ କାକୁର୍ତି ଅଇ ରଇବା ବିସ୍ବାସି ବାଇକେ ପର୍ମେସର୍ ସାଉକାର୍ କଲେ ସେ ସାର୍ଦା ଅ ।
Братът, който е в по-долно състояние, нека се хвали, когато се въздига,
10 ୧୦ ସେନ୍ତାରିସେ ଗଟେକ୍ ସାଉକାର୍ ବିସ୍ବାସିକେ ସେ ଅର୍କିତ୍ କଲେ, ସେ ମିସା ସାର୍ଦା ଅ । କାଇକେବଇଲେ ସାଉକାର୍ ଲକ୍ ପଦାର୍ ଗାଁସର୍ ପୁଲ୍ ପାରା ଜାଉଁଲି ଜାଇସି ।
а богатият - когато се смирява, понеже ще прецъфти като цвета на тревата.
11 ୧୧ ଜେନ୍ତି କି ବେଲ୍ ଉଦିକରି ବେସି ତାତିକଲେ ଗାଁସ୍ ସୁକିଜାଇସି, ତାର୍ ପୁଲ୍ ଜଡିଜାଇସି ଆରି ତାର୍ ବାନିମୁର୍ତି ନସି ଜାଇସି । ସେନ୍ତାରିସେ, ସାଉକାର୍ ଲକ୍ମନ୍ କାମ୍ କରି କରି ମରିଜିବାଇ ।
Защото слънцето изгрява с изсушителния вятър, тревата изсъхва, цветът й окапва, и красотата на изгледа й изчезва: така и богатият ще повехне в пътищата си.
12 ୧୨ ଜନ୍ ଲକ୍ମନ୍ ପରିକା ଆଇଲେ ମିସା ମୁର୍ଚି କରି ରଇବାଇ, ସେମନ୍ କେଡେକ୍ ନିକ କରମର୍ ଲକ୍ । କାଇକେବଇଲେ ସେ ସବୁ ପରିକାଇ ସେମନ୍ ଡାଁଟ୍ ସଙ୍ଗ୍ ଟିଆଅଇଲାପଚେ, ପୁରୁସ୍କାର୍ ପାଇବାଇ । ପର୍ମେସର୍ ତାର୍ ନିଜର୍ ଲକ୍ମନ୍କେ ଜନ୍ ଜିବନର୍ ମୁକୁଟ୍ ଦେବାକେ ସପତ୍ କଲାଆଚେ, ସେମନ୍ ସେଟା ପୁରୁସ୍କାର୍ ଇସାବେ ମିଲାଇବାଇ ।
Блажен онзи човек, който издържа изпитня; защото като бъде одобрен, ще приеме за венец живота, който Господ е обещал на ония, които Го любят.
13 ୧୩ କାକେ ମିସା ଦୁକ୍କସ୍ଟ ପାଇବା ପରିକା ଆଇଲେ, ଏ ପରିକା ପର୍ମେସର୍ ପାଟାଇଆଚେ ବଲିକରି କଇବାର୍ ନାଇ । କାଇକେବଇଲେ ପର୍ମେସର୍କେ କେ ମିସା ପରିକାକରି ନାପାରେ । ଆରି ସେ ନିଜେ କାକେ ପରିକା ନ କରେ ।
Никой, който се изкушава, да не казва: Бог ме изкушава, защото Бог се не изкушава от зло, и Той никого не изкушава.
14 ୧୪ ମାତର୍ ଗଟେକ୍ ଲକର୍ କରାପ୍ ଗୁନ୍ଚଲନ୍ ତାକେ ପରିକା କରାଇ ଅଇବାକେ ଡାକିନେଇସି ।
А който се изкушава, се завлича и подлъгва от собствената си страст;
15 ୧୫ ତାର୍ପଚେ ତାର୍ କାରାପ୍ ଗୁନ୍ଚଲନେଅନି ପାପ୍ ବାରଇସି । ଆରି ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ମରନ୍ ଆଇସି ।
и тогава страстта зачева и ражда грях, а грехът, като се развие напълно ражда смърт.
16 ୧୬ ଏ ମର୍ ଆଲାଦର୍ ବାଇବଇନିମନ୍, ତମେ ନାଡାଇଉଆ ନାଇ ।
Не се заблуждавайте, любезни мои братя;
17 ୧୭ ସବୁ ନିକ ଆରି ସିଦ୍ ରଇବା ଦାନ୍ ପର୍ମେସର୍ ଦେଲା ଆଚେ । ବାଦ୍ଲେ ଉଜଲ୍ ଅଇବା ସବୁଜାକ ସେ ତିଆର୍କଲା ଆଚେ । ସେଟାମନ୍ ବାଦ୍ଲେ ବୁଲ୍ବାବେଲେ ବାଦଲ୍ସି ଆରି ଚାଇଁ ଏନେତେନେ ଅଇସି । ମାତର୍ ପର୍ମେସର୍ ଅଲପ୍ ମିସା ସେନ୍ତାରି ନ କରେ ।
Всяко дадено добро и всеки съвършен дар е отгоре, и слиза от Отца на светлините, у Когото няма изменение, или сянка от промяна.
18 ୧୮ ତାର୍ ସତ୍ ବାକିଅ ଆମ୍କେ ଜାନାଇକରି ତାର୍ତେଇଅନି ଆମ୍କେ ଜିବନ୍ ଦେବାକେ ସେ ମନ୍ କଲା । ଜେତ୍କି ସବୁ ବିସଇ ସେ ତିଆର୍କଲା ମିସା ଆମେ ଅବ୍କା ତାର୍ପାଇସେ ଅଇବାକେ ସେ ମନ୍ କଲା ।
От собствената Си воля ни е родил чрез словото на истината, за да бъдем един вид пръв плод на Неговите създания.
19 ୧୯ ଏ ମର୍ ଆଲାଦର୍ ବାଇବଇନିମନ୍, ମନେ ରକିରୁଆ । ତମେ ଆଗ୍ତୁ ନିକକରି ସୁନା । ମାତର୍ ବାବିଚିନ୍ତିକରି କାତା କୁଆ । ଦାପ୍ରେ ରିସା ଉଆନାଇ ।
Вие знаете това, любезни мои братя. Обаче нека човек бъде бърз да слуша, бавен да говори и бавен да се гневи;
20 ୨୦ କାଇକେବଇଲେ ମୁନୁସର୍ ରିସାର୍ ଲାଗି ପର୍ମେସର୍ ସୁକଲ୍ସଙ୍ଗ୍ ଜଜ୍ନା କଲାଟା ନସିଜାଇସି ।
защото човешкия гняв не върши Божията правда.
21 ୨୧ ସେଟାର୍ ପାଇ ତମର୍ ଚଲାଚଲ୍ତି ଟାନେଅନି ବାରଇବା ସବୁ ରକାମର୍ କାରାପ୍ ଅବିଆସ୍ ଚାଡିଦିଆସ୍ । ପର୍ମେସର୍କେ ନିଜର୍ ମନ୍ ସର୍ପି ଦିଆସ୍ । ତମର୍ ମନ୍ ବିତ୍ରେ ସେ ଜନ୍ ବାକିଅ ରପିଆଚେ ସେଟାକେ ଦିଆନ୍ ଦିଆ । ସେ ବାକିଅ ତମ୍କେ ରକିଆ କର୍ସି ।
Затова, като отхвърлите всяка нечистота и преливаща се злоба, приемайте с кротост всаденото слово, което може да спаси душите ви,
22 ୨୨ ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
Бивайте и изпълнители на словото, а не само слушатели, да лъжете себе си.
23 ୨୩ ଜନ୍ଲକ୍ ପର୍ମେସରର୍ ବାକିଅ ଅବ୍କା ସୁନ୍ସି, ମାତର୍ ତେଇର୍ କାତା ନ ନାମେ, ସେ ତାର୍ ମୁଏ ରଇବା ଆର୍ଲା, ଦର୍ପନେ ଦେକ୍ବା ଲକ୍ ପାରା ।
Защото ако някой бъде слушател на словото, а не изпълнител, той прилича на човек, който гледа естественото си лице в огледалото;
24 ୨୪ ସେ ନିକ କରି ନିଜର୍ ଚାଁଇ ଦେକି ଅଇତେରଇସି । ମାତର୍ ତେଇଅନି ଉଟିଗାଲା ପଚେ ତାର୍ ବାନିମୁର୍ତି ପାସ୍ରି ଜାଇସି ।
понеже се огледва, отива си, и завчас забравя какъв бе.
25 ୨୫ ମାତର୍ ମୁନୁସର୍ ମୁକ୍ତି ପାଇ ଗଟେକ୍ ପୁରାପୁରୁନ୍ ନିୟମ୍ ଆଚେ । ଜେ ସେ କାତା ସୁନିକରି ନ ପାସ୍ରେ, ଆରି ତାର୍ଲାଗି ସବୁ ମନ୍ପରାନ୍ ଦେଇକରି ନିଜର୍ ଜିବନ୍ତେଇ ମାନିକରି ରଇସି ବଇଲେ ପର୍ମେସର୍ ତାର୍ କରିରଇବା ସବୁ କାମ୍ ମଙ୍ଗଲ୍ କର୍ସି ।
Но който вникне в съвършения закон на свободата и постоянствува, той, като не е забравлив слушател, но деятелен изпълнител, ще бъде блажен в дейността си.
26 ୨୬ କେ ଜଦି ମୁଇ ନିଜେ ଗଟେକ୍ ଦରମ୍ ଲକ୍ ବଲି ବାବ୍ଲାନି, ସେ ଜଦି ତାର୍ ନିଜର୍ ଜିବ୍ ଜାଗର୍ତା କରେ ନାଇ, ସେ ନିଜେ ଆକା ନାଡାଇ ଅଇଲାନି । ତାର୍ ରିତିନିତି କର୍ବାଟା ଚୁଚାଆଇସେ ।
Ако някой счита себе си за благочестив, а не обуздава езика си, но мами сърцето си, неговото благочестие е суетно.
27 ୨୭ ପର୍ମେସର୍ ଦେକ୍ବା ଇସାବେ ଜନ୍ ରିତିନିତି ସତ୍ ଆରି ନିକ, ସେଟା ଅଇଲାନି ଦୁକେ ରଇବା ଟୁରାଟୁରି ପିଲାମନ୍ ଆରି ରାଣ୍ଡିଜୁଣ୍ଡିମନର୍ ଜତନ୍ କର୍ବାଟା । ପଚେ ଜଗତର୍ ଜଞ୍ଜାଲେଅନି ମୁକଲ୍ବାଟା, ଜେନ୍ତାରିକି ସେ ସବୁ ତାକେ ନ ନସାଏ ।
Чисто и непорочно благочестие пред Бога и Отца, ето що е: да пригледва човек сирачетата и вдовиците в неволята им, и да пази себе си неопетнен от света.