< ଜଅନ୍ 1 >
1 ୧ କାଇଟା ତିଆର୍ ନ ଅଇରଇଲା ପୁର୍ବେ ବାକିଅ ରଇଲା । ସେ ବାକିଅ ପର୍ମେସରର୍ ସଙ୍ଗ୍ ରଇଲା । ସେ ଆରି ପର୍ମେସର୍ ଗଟେକ୍ ରଇଲାଇ ।
आदौ वाद आसीत् स च वाद ईश्वरेण सार्धमासीत् स वादः स्वयमीश्वर एव।
2 ୨ କାଇଟା ତିଆର୍ ନ ଅଇବା ଆଗ୍ତୁ ଏ ବାକିଅ ପର୍ମେସର୍ ସଙ୍ଗ୍ ରଇଲା ।
स आदावीश्वरेण सहासीत्।
3 ୩ ପର୍ମେସର୍ ସେ ବାକିଅ ଦେଇ ସବୁ ବିସଇ ତିଆର୍ କଲାଆଚେ । ଏ ଦୁନିଆଇ ତିଆର୍ ଅଇଲା ଗଟେକ୍ ବିସଇ ମିସା ତାର୍ଟାନେଅନି ତିଆର୍ ନ ଅଇଲାଟା ନ ରଇଲା ।
तेन सर्व्वं वस्तु ससृजे सर्व्वेषु सृष्टवस्तुषु किमपि वस्तु तेनासृष्टं नास्ति।
4 ୪ ସେ ବାକିଅ ନ ସାର୍ବା ଜିବନର୍ ଦାନ୍ ଦେଲା ଆରି ସେ ଜିବନ୍ ଦୁନିଆର୍ ଲକ୍ମନ୍କେ ଉଜଲ୍ ଦେକାଇଦେଲା ।
स जीवनस्याकारः, तच्च जीवनं मनुष्याणां ज्योतिः
5 ୫ ସେ ଉଜଲ୍ ଆନ୍ଦାର୍ ବିତ୍ରେ ସବୁବେଲେ ଉଜଲ୍ ଦେଇସି । ଆନ୍ଦାର୍ କେବେ ମିସା ସେ ଉଜଲ୍ ଲିବାଇ ନାପାରେ ।
तज्ज्योतिरन्धकारे प्रचकाशे किन्त्वन्धकारस्तन्न जग्राह।
6 ୬ ପର୍ମେସର୍, ଜଅନ୍ ନାଉଁର୍ ଗଟେକ୍ ଲକ୍କେ ତାର୍ କବର୍ନେଉ କରି ପାଟାଇଲା ।
योहन् नामक एको मनुज ईश्वरेण प्रेषयाञ्चक्रे।
7 ୭ ସେ ଲକ୍ମନ୍କେ ଉଜଲ୍ ବିସଇ କଇବାର୍ ଆସିରଇଲା । ଜେନ୍ତାରିକି ଗୁଲାଇ ଜଗତର୍ ଲକ୍ମନ୍ ତାର୍ତେଇଅନି ସେ ଉଜଲର୍ ବିସଇ ସୁନ୍ବାଇ ଆରି ବିସ୍ବାସ୍ କର୍ବାଇ ।
तद्वारा यथा सर्व्वे विश्वसन्ति तदर्थं स तज्ज्योतिषि प्रमाणं दातुं साक्षिस्वरूपो भूत्वागमत्,
8 ୮ ଜଅନ୍ ନିଜେ ସେ ଉଜଲ୍ ନ ରଇଲା, ମାତର୍ ଲକ୍ମନ୍କେ ସେ ଉଜଲ୍ ବିସଇର୍ ସାକି ଦେବାକେ ଆସିରଇଲା ।
स स्वयं तज्ज्योति र्न किन्तु तज्ज्योतिषि प्रमाणं दातुमागमत्।
9 ୯ ସେ ସତ୍ ଏବେ ଉଜଲ୍ ଅଇଲା, ଏ ଉଜଲ୍ ଦୁନିଆଇ ଆଇଲା ଆରି ସବୁ ଲକ୍ମନର୍ ମନ୍ବିତ୍ରେ ରଇବା ଆଁକି ଡିସାଇଲା ।
जगत्यागत्य यः सर्व्वमनुजेभ्यो दीप्तिं ददाति तदेव सत्यज्योतिः।
10 ୧୦ ବାକିଅ ଏ ଦୁନିଆଇ ରଇଲା । ତାର୍ଟାନେଅନି ପର୍ମେସର୍ ଏ ଦୁନିଆ ତିଆର୍ କରିରଇଲେ ମିସା ଏ ଦୁନିଆର୍ ଲକ୍ମନ୍ ତାକେ ଚିନତ୍ ନାଇ ।
स यज्जगदसृजत् तन्मद्य एव स आसीत् किन्तु जगतो लोकास्तं नाजानन्।
11 ୧୧ ସେ ତାର୍ ନିଜର୍ ଲକ୍ମନର୍ ଟାନେ ଆଇଲା, ମାତର୍ ତାର୍ ନିଜର୍ ଲକ୍ ଇସ୍ରାଏଲର୍ ପିଲାଜିଲା ତାକେ ନାମତ୍ନାଇ ।
निजाधिकारं स आगच्छत् किन्तु प्रजास्तं नागृह्लन्।
12 ୧୨ ମାତର୍ ଜେ ଜେ ତାକେ ନାମ୍ଲାଇ, ଆରି ତାକେ ବିସ୍ବାସ୍ କଲାଇ, ସେ ଲକ୍ମନ୍କେ ପର୍ମେସରର୍ ପିଲାଜିଲା ଅଇଜିବାକେ ସେ ଅଦିକାର୍ ଦେଲା ।
तथापि ये ये तमगृह्लन् अर्थात् तस्य नाम्नि व्यश्वसन् तेभ्य ईश्वरस्य पुत्रा भवितुम् अधिकारम् अददात्।
13 ୧୩ ସେମନ୍ ମୁନୁସ୍ମନ୍ ମନ୍କଲା ଇସାବେ ଜନମ୍ ଅଅତ୍ନାଇ, କି ଗାଗଡର୍ ବନି ଇସାବେ ଅଅତ୍ନାଇ । ନିଜେ ପର୍ମେସର୍ ସେମନର୍ ବାବା ।
तेषां जनिः शोणितान्न शारीरिकाभिलाषान्न मानवानामिच्छातो न किन्त्वीश्वरादभवत्।
14 ୧୪ ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
स वादो मनुष्यरूपेणावतीर्य्य सत्यतानुग्रहाभ्यां परिपूर्णः सन् सार्धम् अस्माभि र्न्यवसत् ततः पितुरद्वितीयपुत्रस्य योग्यो यो महिमा तं महिमानं तस्यापश्याम।
15 ୧୫ ଡୁବନ୍ ଦେଉ ଜଅନ୍ ଜିସୁର୍ ବିସଇ ଲକ୍ମନ୍କେ ଆକ୍ମାରି କରି ଏନ୍ତାରି କଇଲା, “ଏ ଲକର୍ ବିସଇ ମୁଇ ଏନ୍ତି କଇରଇଲି, ଜେ ମର୍ପଚେ ଆଇଲାନି, ସେ ମର୍ତେଇଅନି ବେସି ମୁକିଅ, କାଇକେବଇଲେ ମୁଇ ଜନମ୍ ଅଇବା ଆଗ୍ତୁଅନି ସେ ଆଚେ ।”
ततो योहनपि प्रचार्य्य साक्ष्यमिदं दत्तवान् यो मम पश्चाद् आगमिष्यति स मत्तो गुरुतरः; यतो मत्पूर्व्वं स विद्यमान आसीत्; यदर्थम् अहं साक्ष्यमिदम् अदां स एषः।
16 ୧୬ “ତାର୍ ମନ୍ ବିତ୍ରେ ରଇଲା ପୁରାପୁରୁନ୍ ଜିବନ୍ ଦୁକାଇବା ତେଇଅନି ଆମେ ସବୁ ଆସିର୍ବାଦ୍ ପାଇଆଚୁ । ଉଁ, ଆସିର୍ବାଦର୍ ପଚେ ଆସିର୍ବାଦ୍ ପାଇଆଚୁ ।
अपरञ्च तस्य पूर्णताया वयं सर्व्वे क्रमशः क्रमशोनुग्रहं प्राप्ताः।
17 ୧୭ କାଇକେ ବଇଲେ ପର୍ମେସର୍ ଆମ୍କେ ମସାର୍ଟାନେଅନି ନିୟମ୍ ଦେଲା ଆଚେ । ମାତର୍ ଜିସୁ କିରିସ୍ଟର୍ଟାନେଅନି ଆମ୍କେ ଜିବନ୍ ଦୁକାଇ ସତ୍ ବାଟ୍ ଆଇଲା ଆଚେ ।
मूसाद्वारा व्यवस्था दत्ता किन्त्वनुग्रहः सत्यत्वञ्च यीशुख्रीष्टद्वारा समुपातिष्ठतां।
18 ୧୮ କେ ମିସା କେବେ ପର୍ମେସର୍କେ ଦେକତ୍ନାଇ । ମାତର୍ ତାର୍ ଗଟେକ୍ ବଲି ପିଲା ଜେ କି ପର୍ମେସରର୍ ସମାନ୍ ଆଚେ ଆରି ତାର୍ କଲେ ଆଚେ, ସେ ଆକା ଆମ୍କେ ତାର୍ ବିସଇ ଜାନାଇ ଦେଲା ଆଚେ ।”
कोपि मनुज ईश्वरं कदापि नापश्यत् किन्तु पितुः क्रोडस्थोऽद्वितीयः पुत्रस्तं प्रकाशयत्।
19 ୧୯ ଜିରୁସାଲମର୍ ଜିଉଦି ନେତାମନ୍, କେତେଟା ଦରମ୍ ଗୁରୁମନ୍କେ ଆରି ଲେବି ଦଲର୍ ଲକ୍ମନ୍କେ ଡୁବନ୍ ଦେଉ ଜଅନର୍ ଲଗେ “ତମେ କେ?” ବଲି ପାଚାର୍ବାକେ ପାଟାଇଲାଇ ।
त्वं कः? इति वाक्यं प्रेष्टुं यदा यिहूदीयलोका याजकान् लेविलोकांश्च यिरूशालमो योहनः समीपे प्रेषयामासुः,
20 ୨୦ ସେ ସତ୍ ବିସଇ କଇବାକେ ନ ନିଚିକରି, ସବୁ ଲକ୍ ବୁଜ୍ଲା ପାରା କଇଲା, “ମୁଇ କିରିସ୍ଟ ନଇ ।”
तदा स स्वीकृतवान् नापह्नूतवान् नाहम् अभिषिक्त इत्यङ्गीकृतवान्।
21 ୨୧ ତେଇ ସେମନ୍ ପାଚାର୍ଲାଇ, “ସେନ୍ତି ବଇଲେ ତମେ କେ ତେବେ? ବବିସତ୍ବକ୍ତା ଏଲିୟ କି?” ଜଅନ୍ କଇଲା, “ନଇ, ମୁଇ ଏଲିଅ ନଇ ।” ଆରି ସେମନ୍ ପାଚାର୍ଲାଇ, “ତୁଇ ସେ ବବିସତ୍ବକ୍ତା କି?” ଜଅନ୍ କଇଲା, “ମୁଇ ସେ ନଇ ।”
तदा तेऽपृच्छन् तर्हि को भवान्? किं एलियः? सोवदत् न; ततस्तेऽपृच्छन् तर्हि भवान् स भविष्यद्वादी? सोवदत् नाहं सः।
22 ୨୨ ତାର୍ ପଚେ ସେମନ୍ ପାଚାର୍ଲାଇ, “ସେନ୍ତାର୍ଆଲେ ତମେ କେ? ଆମ୍କେ ପାଟାଇଲା ଲକ୍ମନ୍କେ ଆମେ ଜାଇ, କାଇଟା ବଲି କଇବୁ, ସେଟାର୍ପାଇ ତମର୍ ନିଜର୍ ବିସଇ ଅଲପ୍ କଇଦିଆ ।”
तदा तेऽपृच्छन् तर्हि भवान् कः? वयं गत्वा प्रेरकान् त्वयि किं वक्ष्यामः? स्वस्मिन् किं वदसि?
23 ୨୩ ଜିସାୟ ବବିସତ୍ବକ୍ତା ଜେନ୍ତି କଇରଇଲା, ଜଅନ୍ ସେମନ୍କେ ସେନ୍ତି କଇଲା । “ମୁଇ ମରୁବାଲି ବୁଏଁ ଆକ୍ମାରି ବୁଲ୍ବା ଗଟେକ୍ ସବଦ୍ ମାପ୍ରୁ ଜିବାକେ ଗଟେକ୍ ସଲକ୍ ବାଟ୍ ତିଆର୍ କରା!”
तदा सोवदत्। परमेशस्य पन्थानं परिष्कुरुत सर्व्वतः। इतीदं प्रान्तरे वाक्यं वदतः कस्यचिद्रवः। कथामिमां यस्मिन् यिशयियो भविष्यद्वादी लिखितवान् सोहम्।
24 ୨୪ ତାର୍ ପଚେ ପାରୁସିମନ୍ ପାଟାଇ ରଇଲା କବର୍ ନେଉମନ୍ ଜଅନ୍କେ ପାଚାର୍ଲାଇ ।
ये प्रेषितास्ते फिरूशिलोकाः।
25 ୨୫ “ତମେ ଜଦି କିରିସ୍ଟ ନୁଆସ୍, ଏଲିୟ ନୁଆସ୍, ଆରି ବବିସତ୍ବକ୍ତା ନୁଆସ୍, କାଇକେ ଲକ୍ମନ୍କେ ଡୁବନ୍ ଦେଲାସ୍ନି?”
तदा तेऽपृच्छन् यदि नाभिषिक्तोसि एलियोसि न स भविष्यद्वाद्यपि नासि च, तर्हि लोकान् मज्जयसि कुतः?
26 ୨୬ ଜଅନ୍ ସେମନ୍କେ କଇଲା, “ମୁଇ ଲକ୍ମନ୍କେ ପାନିତେଇ ଡୁବନ୍ ଦେଲିନି, ଜନ୍ ଲକ୍କେ କି ତମେ ନାଜାନାସ୍, ମାତର୍ ସେ ତମର୍ ସଙ୍ଗ୍ ଆଚେ ।
ततो योहन् प्रत्यवोचत्, तोयेऽहं मज्जयामीति सत्यं किन्तु यं यूयं न जानीथ तादृश एको जनो युष्माकं मध्य उपतिष्ठति।
27 ୨୭ ସେ ମର୍ ପଚେ ଆଇଲାନି । ଆରି ତାର୍ ଗତିଦାଙ୍ଗ୍ଡା ଅଇ ତାର୍ ପାଣ୍ଡଇର୍ ପିତା ବେଟ୍ବାର୍ ମିସା ମର୍ ଅଦିକାର୍ ନାଇ ।”
स मत्पश्चाद् आगतोपि मत्पूर्व्वं वर्त्तमान आसीत् तस्य पादुकाबन्धनं मोचयितुमपि नाहं योग्योस्मि।
28 ୨୮ ଏ ଗଟ୍ନା ଜର୍ଦନ୍ ଗାଡର୍ ସେପାଟେ ବେତ୍ନି ନାଉଁର୍ ଜାଗାଇ, ଜଅନ୍ ଲକ୍ମନ୍କେ ଡୁବନ୍ ଦେଲା ବେଲା ଅଇରଇଲା ।
यर्द्दननद्याः पारस्थबैथबारायां यस्मिन्स्थाने योहनमज्जयत् तस्मिन स्थाने सर्व्वमेतद् अघटत।
29 ୨୯ ତାର୍ ଆର୍କର୍ ଦିନେ ଜିସୁ ତାର୍ ଲଗେ ଆଇବାଟା ଦେକିକରି ଜଅନ୍ କଇଲା, “ଏଦେ ଦେକା! ପର୍ମେସରର୍ ମେଣ୍ଡାପିଲା ଜେ କି, ଏ ଦୁନିଆର୍ ସବୁ ଲକ୍ମନର୍ ପାପର୍ ଡଣ୍ଡ୍ ବଇକରି ନେଇସି ।
परेऽहनि योहन् स्वनिकटमागच्छन्तं यिशुं विलोक्य प्रावोचत् जगतः पापमोचकम् ईश्वरस्य मेषशावकं पश्यत।
30 ୩୦ ଏ ଲକର୍ ବିସଇ ମୁଇ ଆଗ୍ତୁ ଏନ୍ତି କଇରଇଲି, ମୁଇ ଆଇଲା ପଚେ ଜନ୍ ଲକ୍ ଆଇଲାନି ସେ ମର୍ତେଇଅନି ବେସି ବଡ୍ଲକ୍ ଆରି ମୁଇ ଜନମ୍ ଅଇଲା ବେସି ଆଗ୍ତୁଅନି ଆଚେ ।
यो मम पश्चादागमिष्यति स मत्तो गुरुतरः, यतो हेतोर्मत्पूर्व्वं सोऽवर्त्तत यस्मिन्नहं कथामिमां कथितवान् स एवायं।
31 ୩୧ ମୁଇ ନିଜେ ମିସା ସେ କେ ଅଇରଇସି ବଲି ନାଜାନିରଇଲି । ମାତର୍ ଇସ୍ରାଏଲର୍ ଲକ୍ମନ୍ ତାର୍ ବିସଇ ଜାନତ୍ ବଲି ମୁଇ ପାନିତେଇ ଡୁବନ୍ ଦେବାକେ ଆସିଆଚି ।”
अपरं नाहमेनं प्रत्यभिज्ञातवान् किन्तु इस्रायेल्लोका एनं यथा परिचिन्वन्ति तदभिप्रायेणाहं जले मज्जयितुमागच्छम्।
32 ୩୨ ତାର୍ ପଚେ ଜଅନ୍ ଆରି ଏ ସାକି ଦେଇ କଇଲା, “ସୁକଲ୍ ଆତ୍ମା ପରୁଆପାରା ଅଇକରି ସର୍ଗେଅନି ଉତ୍ରି ଆସି ତାର୍ ଉପ୍ରେ ବସ୍ବାଟା ମୁଇ ଦେକିଆଚି ।
पुनश्च योहनपरमेकं प्रमाणं दत्वा कथितवान् विहायसः कपोतवद् अवतरन्तमात्मानम् अस्योपर्य्यवतिष्ठन्तं च दृष्टवानहम्।
33 ୩୩ ଏଲେମିସା ସେଡ୍କିବେଲା ଜାକ ଏ ଲକ୍ ସେ ଆକା ବଲି ମୁଇ ଜାନି ନ ରଇଲି । ମାତର୍ ପାନିତେଇ ଡୁବନ୍ ଦେବାକେ ପାଟାଇରଇଲା ପର୍ମେସର୍ ମକେ କଇରଇଲା, ଜେଡେବେଲା ଗଟେକ୍ ଲକର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ଆଇବାଟା ତୁଇ ଦେକ୍ସୁ, ସେସେ ଅଇଲାନି ତୁଇ କଜ୍ବା ଲକ୍ । ସେ ଲକ୍ ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।
नाहमेनं प्रत्यभिज्ञातवान् इति सत्यं किन्तु यो जले मज्जयितुं मां प्रैरयत् स एवेमां कथामकथयत् यस्योपर्य्यात्मानम् अवतरन्तम् अवतिष्ठन्तञ्च द्रक्षयसि सएव पवित्रे आत्मनि मज्जयिष्यति।
34 ୩୪ ଏନ୍ତି ସୁକଲ୍ ଆତ୍ମା ତାର୍ ଉପ୍ରେ ଉତ୍ରି ଆଇବାଟା ମୁଇ ଦେକ୍ଲି ଆରି ସେ ପର୍ମେସରର୍ ପିଲା ବଲି ମୁଇ ତମ୍କେ ସାକିଦେଲିନି” ବଲି ଜଅନ୍ କଇଲା ।
अवस्तन्निरीक्ष्यायम् ईश्वरस्य तनय इति प्रमाणं ददामि।
35 ୩୫ ତାର୍ ଆର୍କର୍ ଦିନେମିସା ଜଅନ୍ ସେ ଜାଗାଇସେ ରଇଲା । ଆରି ତାର୍ ଦୁଇଟା ସିସ୍ମନର୍ ସଙ୍ଗ୍ ଟିଆ ଅଇରଇଲା ।
परेऽहनि योहन् द्वाभ्यां शिष्याभ्यां सार्द्धें तिष्ठन्
36 ୩୬ ଆରି ଜିସୁ ସେ ବାଟେ ଜିବାଟା ଜଅନ୍ ଦେକିକରି କଇଲା, “ଏଦେ ଦେକା! ପର୍ମେସରର୍ ମେଣ୍ଡାପିଲା ଗାଲାନି ।”
यिशुं गच्छन्तं विलोक्य गदितवान्, ईश्वरस्य मेषशावकं पश्यतं।
37 ୩୭ ଜଅନର୍ ଦୁଇଟା ସିସ୍ମନ୍ ତାର୍ କାତା ସୁନି, ଜିସୁର୍ ପଚେ ପଚେ ଗାଲାଇ ।
इमां कथां श्रुत्वा द्वौ शिष्यौ यीशोः पश्चाद् ईयतुः।
38 ୩୮ ଜିସୁ ପାସ୍ଲିକରି ଦେକ୍ବା ବେଲେ ସେ ଦୁଇଟା ସିସ୍ମନ୍ ତାର୍ ପଚେ ପଚେ ଜିବାଟା ଦେକି ସେମନ୍କେ ପାଚାର୍ଲା ତମେ କାଇଟା କଜ୍ଲାସ୍ନି? ସେମନ୍ ଜିସୁକେ କଇଲାଇ, “ରାବି ତମେ କନ୍ ଜାଗାଇ ରଇଲାସ୍ନି?” ରାବିର୍ ଅରତ୍ ଅଇଲାନି ସିକାଇ ଦେବା ଗୁରୁ ।
ततो यीशुः परावृत्य तौ पश्चाद् आगच्छन्तौ दृष्ट्वा पृष्टवान् युवां किं गवेशयथः? तावपृच्छतां हे रब्बि अर्थात् हे गुरो भवान् कुत्र तिष्ठति?
39 ୩୯ ଜିସୁ ସେମନ୍କେ କଇଲା, “ମର୍ ସଙ୍ଗ୍ ଆସା ମୁଇ ରଇବା ଜାଗା ଦେକ୍ସା ।” ସେଟାର୍ ପାଇ ସେମନ୍ ତାର୍ ସଙ୍ଗ୍ ଜାଇ ସେ ରଇବା ଜାଗା ଦେକ୍ଲାଇ । ଆରି ସେ ଦିନେ ତାର୍ ସଙ୍ଗ୍ ରଇଲାଇ । ସେବେଲା ସଞ୍ଜୁଆ ଚାର୍ଟା ଅଇରଇଲା ।
ततः सोवादित् एत्य पश्यतं। ततो दिवसस्य तृतीयप्रहरस्य गतत्वात् तौ तद्दिनं तस्य सङ्गेऽस्थातां।
40 ୪୦ ତାକର୍ ବିତ୍ରେଅନି ଗଟେକ୍ ଲକ୍ ଅଇଲାନି ସିମନ୍ ପିତରର୍ ବାଇ, ଆନ୍ଦ୍ରିୟ ।
यौ द्वौ योहनो वाक्यं श्रुत्वा यिशोः पश्चाद् आगमतां तयोः शिमोन्पितरस्य भ्राता आन्द्रियः
41 ୪୧ ସେ ଦାପ୍ରେ ସେ ତାର୍ ବାଇ ସିମନ୍ ପିତର୍କେ କଜିକରି ବେଟ୍ ପାଇ କଇଲା, “ପର୍ମେସର୍ ବାଚି ପାଟାଇଲା ମସିଅକେ ଆମେ ବେଟ୍ପାଇଲୁ ।”
स इत्वा प्रथमं निजसोदरं शिमोनं साक्षात्प्राप्य कथितवान् वयं ख्रीष्टम् अर्थात् अभिषिक्तपुरुषं साक्षात्कृतवन्तः।
42 ୪୨ ତାର୍ ପଚେ ଆନ୍ଦ୍ରିୟ ସିମନ୍ପିତର୍କେ ଜିସୁର୍ ଲଗେ ଡାକି ଆନ୍ଲା । ଜିସୁ ତାକେ ଦେକି କଇଲା, “ତମେ ସିମନ୍, ଜଅନର୍ ପିଲା ଏବେଅନି ତକେ କେପା ବଲି ଡାକ୍ବାଇ ।” କେପାର୍ ଅରତ୍ ଅଇଲାନି ପିତର୍ ଆରି ପିତରର୍ ଅରତ୍ ଅଇଲାନି ରାଙ୍ଗ୍ନି ପାକ୍ନା ।
पश्चात् स तं यिशोः समीपम् आनयत्। तदा यीशुस्तं दृष्ट्वावदत् त्वं यूनसः पुत्रः शिमोन् किन्तु त्वन्नामधेयं कैफाः वा पितरः अर्थात् प्रस्तरो भविष्यति।
43 ୪୩ ତାର୍ ଆରକର୍ ଦିନେ ଜିସୁ ଗାଲିଲି ଦେସେ ଜିବାକେ ମନ୍ କଲା । ଆରି ସେ ଜିବା ବେଲେ ପିଲିପ୍କେ ବେଟ୍ପାଇ ତାକେ କଇଲା, “ମର୍ ସଙ୍ଗ୍ ଆଉ ।”
परेऽहनि यीशौ गालीलं गन्तुं निश्चितचेतसि सति फिलिपनामानं जनं साक्षात्प्राप्यावोचत् मम पश्चाद् आगच्छ।
44 ୪୪ ଆନ୍ଦ୍ରିୟ ଆରି ପିତର୍ ପାରା ପିଲିପ୍ ମିସା ବେତ୍ସାଇଦା ଗଡର୍ ଲକ୍ ରଇଲା ।
बैत्सैदानाम्नि यस्मिन् ग्रामे पितरान्द्रिययोर्वास आसीत् तस्मिन् ग्रामे तस्य फिलिपस्य वसतिरासीत्।
45 ୪୫ ପିଲିପ୍ ନିତନିଏଲ୍କେ ବେଟ୍ ପାଇ କଇଲା, “ଜନ୍ ଲକର୍ ବିସଇ ମସାର୍ ନିୟମେ ଲେକିରଇଲା ଆରି ବବିସତ୍ବକ୍ତାମନ୍ ଲେକି ଆଚତ୍, ଆମେ ତାକେ ଦେକ୍ଲୁ ଆଚୁ । ସେ ଜସେପର୍ ପିଲା ନାଜରିତ୍ ଗଡର୍ ଜିସୁ ।”
पश्चात् फिलिपो निथनेलं साक्षात्प्राप्यावदत् मूसा व्यवस्था ग्रन्थे भविष्यद्वादिनां ग्रन्थेषु च यस्याख्यानं लिखितमास्ते तं यूषफः पुत्रं नासरतीयं यीशुं साक्षाद् अकार्ष्म वयं।
46 ୪୬ ନିତନିଏଲ୍ ପିଲିପ୍କେ ପାଚାର୍ଲା, “ନାଜରିତ୍ ଗଡେଅନି କାଇଆଲେ ନିକ ବିସଇ ଆଇସି କି?” ପିଲିପ୍ ତାକେ କଇଲା, “ତୁଇ ଆସିକରି ଦେକ୍!”
तदा निथनेल् कथितवान् नासरन्नगरात किं कश्चिदुत्तम उत्पन्तुं शक्नोति? ततः फिलिपो ऽवोचत् एत्य पश्य।
47 ୪୭ ଜିସୁ ନିତନିଏଲ୍କେ ତାର୍ ଲଗେ ଆଇବାଟା ଦେକି ତାର୍ ବିସଇ ନେଇ କଇଲା, “ଏଦେ ଦେକା! ଏ ଗଟେକ୍ ଇସ୍ରାଏଲର୍ ସତ୍ ଲକ୍, ଏ ଲକର୍ତେଇ କାଇମିସା କୁଟ୍କପଟ୍ ନାଇ ।”
अपरञ्च यीशुः स्वस्य समीपं तम् आगच्छन्तं दृष्ट्वा व्याहृतवान्, पश्यायं निष्कपटः सत्य इस्रायेल्लोकः।
48 ୪୮ ନିତନିଏଲ୍ ଜିସୁକେ ପାଚାର୍ଲା “ମକେ କେନ୍ତି ଜାନୁସ୍?” ଜିସୁ କଇଲା, “ପିଲିପ୍ ତମ୍କେ ଡାକ୍ବା ଆଗ୍ତୁ ମୁଇ ତକେ ଡୁମ୍ରି ଗଚ୍ ତଲେ ଦେକି ରଇଲି ।”
ततः सोवदद्, भवान् मां कथं प्रत्यभिजानाति? यीशुरवादीत् फिलिपस्य आह्वानात् पूर्व्वं यदा त्वमुडुम्बरस्य तरोर्मूलेऽस्थास्तदा त्वामदर्शम्।
49 ୪୯ ତାର୍ ପଚେ ନିତନିଏଲ୍ ଜିସୁକେ କଇଲା, “ଏ ଗୁରୁ, ତମେ ପର୍ମେସରର୍ ପିଲା ଆରି ଇସ୍ରାଏଲର୍ ରାଜା!”
निथनेल् अचकथत्, हे गुरो भवान् नितान्तम् ईश्वरस्य पुत्रोसि, भवान् इस्रायेल्वंशस्य राजा।
50 ୫୦ ଜିସୁ ତାକେ କଇଲା, “ମୁଇ ତକେ ଡୁମ୍ରି ଗଚ୍ ତଲେ ଟିଆଅଇଲାଟା ଦେକ୍ଲି ବଲି କଇଲାକେ ବିସ୍ବାସ୍ କଲୁସ୍ନି କି? ଇତିଅନି ଆରି ଅଦିକ୍ ବଡ୍ ବଡ୍ କାବା ଅଇଜିବା ବିସଇମନ୍ ଦେକ୍ସୁ ।”
ततो यीशु र्व्याहरत्, त्वामुडुम्बरस्य पादपस्य मूले दृष्टवानाहं ममैतस्माद्वाक्यात् किं त्वं व्यश्वसीः? एतस्मादप्याश्चर्य्याणि कार्य्याणि द्रक्ष्यसि।
51 ୫୧ ଜିସୁ ଆରି ତରେକ୍ କଇଲା, “ମୁଇ ତକେ ସତ୍କାତା କଇଲିନି, ସରଗ୍ ଉଗାଡି ଅଇଜାଇ ନର୍ପିଲା ମର୍ ଉପ୍ରେ, ପର୍ମେସରର୍ ଦୁତ୍ମନ୍ ଚଗି ଜିବାଟା ଆରି ଉତ୍ରି ଆଇବାଟା ତମେ ଦେକ୍ସା ।”
अन्यच्चावादीद् युष्मानहं यथार्थं वदामि, इतः परं मोचिते मेघद्वारे तस्मान्मनुजसूनुना ईश्वरस्य दूतगणम् अवरोहन्तमारोहन्तञ्च द्रक्ष्यथ।