< ଜଅନ୍ 11 >
1 ୧ ବେତ୍ନିଆ ଗଡେ ଲାଜାର୍ ନାଉଁର୍ ଗଟେକ୍ ଲକ୍କେ ଜର୍ ଅଇରଇଲା । ମରିୟମ୍ ଆରି ତାର୍ ବଇନି ମାର୍ତା ସେ ଗାଏଁ ରଇଲାଇ ।
ESTABA entónces enfermo uno [llamado] Lázaro, de Bethania, la aldéa de María y de Marta su hermana.
2 ୨ ଏ ମରିୟମ୍ ଅଇଲାନି, ଜନ୍ ମାଇଜି କି ବେସି ଦାମ୍ଦେବା ବାସ୍ନା ଚିକନ୍ ଜିସୁର୍ ପାଦେ ରକଇକରି ତାର୍ ଚେଣ୍ଡିସଙ୍ଗ୍ ପୁଚିଦେଇରଇଲା । ତାର୍ ବାଇ ଲାଜାର୍କେ ଆକା ଜର୍ ଅଇରଇଲା ।
(Y María, cuyo hermano Lázaro estaba enfermo, era la que ungió al Señor con ungüento, y limpió sus piés con sus cabellos.)
3 ୩ ସେଟାର୍ପାଇ ତାର୍ ବଇନିମନ୍ ଜିସୁର୍ ଲଗେ କବର୍ ପାଟାଇଲାଇ, “ମାପ୍ରୁ ତମେ ଜାକେ ଆଲାଦ୍ କଲାସ୍ନି, ସେ ବେସି ଜର୍ ଅଇଲାଆଚେ ।”
Enviaron pues sus hermanas á él, diciendo: Señor, hé aquí, el que amas está enfermo.
4 ୪ ମାତର୍ ଜିସୁ ଏ କାତା ସୁନିକରି କଇଲା, “ଏ ଜର୍ ମର୍ବାପାଇ ଅଏ ନାଇ, ମାତର୍ ପର୍ମେସରର୍ ମଇମାର୍ ପାଇ । ସେଟାର୍ ଲାଗି, ତାର୍ ପଅ, ମୁଇ ମିସା ମଇମା ପାଇବି ।”
Y oyéndo[lo] Jesus, dijo: Esta enfermedad no es para muerte, mas por gloria de Dios, para que el Hijo de Dios sea glorificado por ella.
5 ୫ ଜିସୁ, ମାର୍ତା, ତାର୍ ବଇନି ଆରି ଲାଜାର୍କେ ବେସି ଆଲାଦ୍ କର୍ତେରଇଲା ।
Y amaba Jesus á Marta, y á su hermana, y á Lázaro.
6 ୬ ସେଟାର୍ପାଇ ଲାଜାର୍ ନିକ ନ ରଇବା କବର୍ ପାଇ ଜିସୁ ଜନ୍ ଜାଗାଇ ରଇଲା, ସେ ଜାଗାଇ ଆରି ଦୁଇଦିନ୍ ରଇଲା ।
Como oyó, pues, que estaba enfermo, quedóse aun dos dias en aquel lugar donde estaba.
7 ୭ ତାର୍ ପଚେ ସେ ସିସ୍ମନ୍କେ କଇଲା, “ଆସା, ଆମେ ଆରିତରେକ୍ ଜିଉଦା ଦେସେ ବାଉଡି ଜୁ ।”
Luego, despues de esto, dijo á [sus] discípulos: Vamos á Judéa otra vez.
8 ୮ ସିସ୍ମନ୍ ତାକେ କଇଲାଇ, “ଏ ଗୁରୁ, ତମ୍କେତା କେତେ ଦିନ୍ ଆଗେ, ଲକ୍ମନ୍ ପାକ୍ନା ସଙ୍ଗ୍ ମାର୍ବାକେ ଚେସ୍ଟା କର୍ତେରଇଲାଇ, ତମେ ଆରିତରେକ୍ ତେଇ ଜିବାକେ ମନ୍ କଲାସ୍ନି କି?”
Dícenle los discípulos: Rabí, ahora procuraban los Judíos apedrearte; ¿y otra vez vas allá?
9 ୯ ଜିସୁ କଇଲା “ଗଟେକ୍ ଦିନେ କାଇ ବାର ଗଁଟା ଉଜଲ୍ ନ ରଏ କି? ଜନ୍ ଲକ୍ମନ୍ ଦିନ୍ବେଲାର୍ ଉଜ୍ଲେ ରଇବାଇ, ସେମନ୍ ଜଟିଆଇ ନ ଅଅତ୍, କାଇକେବଇଲେ ସେମନ୍କେ ଏ ଜଗତର୍ ଉଜଲ୍ ଡିସ୍ସି ।
Respondió Jesus: ¿No tiene el dia doce horas? El que anduviere de dia, no tropieza; porque ve la luz de este mundo.
10 ୧୦ ମାତର୍ ରାତିଆ ଇଣ୍ଡ୍ଲେ ଜଟିଆଇ ଅଇବାଇ । କାଇକେବଇଲେ ସେମନର୍ଟାନେ ଉଜଲ୍ ନ ରଏ ।”
Mas el que anduviere de noche tropieza: porque no hay luz en él.
11 ୧୧ ଜିସୁ ଏ ସବୁ କାତା କଇଲା ପଚେ, ସିସ୍ମନ୍କେ କଇଲା, “ଆମର୍ ସବୁଲକର୍ ମଇତର୍ ଲାଜାର୍ ଏବେ ସଇଆଚେ, ତାକେ ମୁଇ ଉଟାଇବାର୍ ଗାଲିନି ।”
Dicho esto, díceles despues: Lázaro nuestro amigo duerme; mas voy á despertarle del sueño.
12 ୧୨ ତେଇ ସିସ୍ମନ୍ ଜିସୁକେ କଇଲାଇ, “ମାପ୍ରୁ, ଜଦି ସେ ସଇଲାଆଚେ ବଇଲେ ନିକ ଅଇସି ।”
Dijeron entónces sus discípulos: Señor, si duerme, salvo estará.
13 ୧୩ ଜିସୁ ଲାଜାରର୍ ମରନ୍ ବିସଇ ନେଇକରି କଇରଇଲା, ମାତର୍ ସିସ୍ମନ୍ ଲାଜାର୍କେ ଗୁନର୍ଲାଗି ସଇଲା ବିସଇ କଇଲାନି ବଲି ବାବ୍ଲାଇ ।
Mas [esto] decia Jesus de la muerte de él; y ellos pensaron que hablaba del reposar del sueño.
14 ୧୪ ସେଟାର୍ପାଇ ଜିସୁ ସେମନ୍କେ ନିକ ସଙ୍ଗ୍ ବୁଜ୍ଲା ପାରା କଇଲା, “ଲାଜାର୍ ମରିଗାଲାଆଚେ ।
Entónces, pues, Jesus les dijo claramente: Lázaro es muerto:
15 ୧୫ ଆରି ମୁଇ ତେଇ ନ ରଇଲି, ସେଟାର୍ପାଇ ତମର୍ ସଙ୍ଗ୍ ସାର୍ଦା କଲିନି, ଜେନ୍ତାରିକି ତମେ ବିସ୍ବାସ୍ କର୍ସା । ମାତର୍ ଆସା, ଏବେ ଆମେ ତାକେ ଜାଇ ଦେକୁ ।”
Y huélgome por vosotros, que yo no haya estado allí, para que creais. Mas vamos á él.
16 ୧୬ ତେଇ ତମା ନାଉଁର୍ ଜାକେ କି ବିଦୁମ୍ ବଲି କଇବାଇ, ସେ ତାର୍ ସଙ୍ଗର୍ ସିସ୍ମନ୍କେ କଇଲା, “ଜୁ ଆମେ ମିସା ଗୁରୁର୍ ସଙ୍ଗ୍ ଜାଇ ତାର୍ସଙ୍ଗ୍ ମରୁ ।”
Dijo entónces Tomás, el que se dice el Dídimo, á sus condiscípulos: Vamos tambien nosotros, para que muramos con él.
17 ୧୭ ଜିସୁ ବେତ୍ନିଆଇ କେଟିକରି ସୁନ୍ଲା ଜେ ଲାଜାର୍କେ ସମାଦି ଦେଇ ଚାର୍ଦିନ୍ ଅଇରଇଲା ।
Vino pues Jesus, y halló que habia ya cuatro dias [que estaba] en el sepulcro,
18 ୧୮ ଜିରୁସାଲାମ୍ ଅନି ବେତ୍ନିଆ ତିନ୍ କିଲମିଟର୍ ତେଇଅନି ଉନାର୍ ବାଟ୍ ।
Y Bethania estaba cerca de Jerusalem como quince estadios^.
19 ୧୯ ଆରି ଜିଉଦିମନର୍ ତେଇଅନି କେତେକ୍ କେତେକ୍ ଲକ୍ମନ୍ ମାର୍ତା ଆରି ମରିୟମ୍ ଲଗେ ତାର୍ ମରିଜାଇରଇବା ବାଇର୍ ବିସଇ ସାଁତାଇବାକେ ଆସିରଇଲାଇ ।
Y muchos de los Judíos habian venido á Marta y á María, á consolarlas de su hermano.
20 ୨୦ ଜିସୁ ଆଇଲାନି ବଲି ସୁନ୍ଲା ଦାପ୍ରେ ମାର୍ତା ତାକେ ବେଟ୍ଅଇବାର୍ ଗାଲା । ମାତର୍ ମରିୟମ୍ ଗରେସେ ବସିରଇଲା ।
Entónces Marta, como oyó que Jesus venia, salió á encontrarle; mas María se estuvo en casa.
21 ୨୧ ମାର୍ତା ଜିସୁକେ କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ ବଇଲେ, ମର୍ ବାଇ ନ ମର୍ତା ।
Y Marta dijo á Jesus: Señor, si hubieses estado aquí, mi hermano no fuera muerto.
22 ୨୨ ମାତର୍, ମୁଇ ଜାନି ଆଚି । ଏବେ ମିସା ତମେ ପର୍ମେସର୍କେ ଜାଇଟା ମାଙ୍ଗ୍ଲେ, ସେଟା ଦେଇସି ।”
Mas tambien sé ahora, que todo lo que pidieres de Dios, te dará Dios.
23 ୨୩ ଜିସୁ ତାକେ କଇଲା, “ତର୍ ବାଇ ଆରି ଜିବନ୍ ଅଇ ଉଟ୍ସି ।”
Dícele Jesus: Resucitará tu hermano.
24 ୨୪ ମାର୍ତା ଜିସୁକେ କଇଲା, “ସେ ସାରାସାରି ଦିନେ ଆରିତରେକ୍ ଉଟ୍ବା ବେଲାଇ ଉଟ୍ସି, ଏଟା ମୁଇ ଜାନି ।”
Marta le dice: Yo sé que resucitará en la resurreccion en el dia postrero.
25 ୨୫ ଜିସୁ ତାକେ କଇଲା, “ମୁଇ ଜିବନ୍ ଆରି ମରିକରି ଆରିତରେକ୍ ଉଟ୍ବା ଲକ୍ । ଜେ ମକେ ବିସ୍ବାସ୍ କର୍ସି, ସେ ମଲେ ମିସା, ବଁଚ୍ସି ।
Dícele Jesus: Yo soy la resurreccion y la vida: el que cree en mí, aun que este muerto, vivirá.
26 ୨୬ ଆରି ଜେ ଜଦି ବଁଚି ରଇକରି ବିସ୍ବାସ୍ କର୍ସି, ସେ କେବେ ମିସା ନ ମରେ । ଏ କାତା ବିସ୍ବାସ୍ କଲାସ୍ନି କି?” (aiōn )
Y todo aquel que vive, y cree en mí, no morirá eternamente. ¿Crees esto? (aiōn )
27 ୨୭ ମାର୍ତା ଜିସୁକେ କଇଲା, “ଉଁ ମାପ୍ରୁ, ମୁଇ ବିସ୍ବାସ୍ କଲିନି । ତମେ ସେ ପର୍ମେସରର୍ ପ । ଜନ୍ ମସିଅ ଏ ଜଗତେ ଆଇବାର୍ ରଇଲା, ତମେ ସେ ଆକା ।”
Dícele: Sí, Señor, yo he creido que tú eres el Cristo, el Hijo de Dios, que has venido al mundo.
28 ୨୮ ଏ ସବୁ କାତା କଇସାର୍ଲାପଚେ ମାର୍ତା ଜାଇକରି ନିଜର୍ ବଇନିକେ କେ ନ ସୁନ୍ଲାପାରା ଡାକି କଇଲା, “ଆଉ ଗୁରୁ ଆସିଆଚେ ଆରି ତକେ ଡାକ୍ଲାନି ।”
Y esto dicho, fuése, y llamó en secreto á María su hermana, diciendo: El maestro está aquí, y te llama.
29 ୨୯ ମରିୟମ୍ ଏ କାତା ସୁନିକରି ଦାନ୍ଦା ପାନ୍ଦା ଅଇ ଜିସୁକେ ବେଟ୍ ଅଇବାର୍ ଗାଲା ।
Ella, como [lo] oyó, levántase prestamente, y viene á él.
30 ୩୦ ଜିସୁ ସେଡ୍କିବେଲା ଗାଉଁ ବିତ୍ରେ ଆସି ନ ରଇଲା, ମାତର୍ ମାର୍ତା ତାକେ ଜନ୍ ଜାଗାଇ ବେଟ୍ ଅଇରଇଲା, ତେଇସେ ରଇଲା ।
(Que aun no habia llegado Jesus á la aldéa, mas estaba en aquel lugar donde Marta le habia encontrado.)
31 ୩୧ ମରିୟମ୍ ଉଟିକରି ଦାନ୍ଦା ପାନ୍ଦା ଅଇ ବାଇରେ ସାଁତାଇବାକେ ଆସିରଇଲା ଲକ୍ମନ୍ ଦେକ୍ଲାଇ, ସେମନ୍ ମିସା ତାର୍ ପଚେ ପଚେ ଗାଲାଇ । ସେମନ୍ ବାବ୍ଲାଇ, ସେ କବର୍ ଲଗେ କାନ୍ଦ୍ବାର୍ ଗାଲାନି ।
Entónces los Judíos que estaban en casa con ella, y la consolaban, como vieron que María se habia levantado prestamente, y habia salido, siguiéronla, diciendo: Va al sepulcro á llorar allí.
32 ୩୨ ତେଇ ଜିସୁ ଜନ୍ ଜାଗାଇରଇଲା, ମରିୟମ୍ ସେ ଜାଗାଇ କେଟ୍ଲା ଆରି ଜିସୁକେ ଦେକିକରି ତାର୍ ପାଦେ ଡାଣ୍ଡାସନ୍ ପଡି କଇଲା, “ମାପ୍ରୁ ତମେ ଜଦି ଇତି ରଇତାସ୍ଆଲେ ମର୍ ବାଇ ନ ମର୍ତା ।”
Mas María como vino donde estaba Jesus, viéndole, derribóse á sus piés diciéndole: Señor, si hubieras estado aquí, no fuera muerto mi hermano.
33 ୩୩ ମରିୟମ୍ ତାକେ ଆରି ତାର୍ ସଙ୍ଗ୍ ରଇବା ଲକ୍ମନ୍ କାନ୍ଦ୍ତେରଇବାଟା ଦେକି ଜିସୁ ଆତ୍ମାଇ ବେସି ମନ୍ଦୁକ୍ ଅଇଗାଲା ।
Jesus entónces, como la vió llorando, y á los Judíos que habian venido juntamente con ella llorando, se conmovió en espíritu, y turbóse.
34 ୩୪ ସେ ପାଚାର୍ଲା, “ତାକେ କନ୍ତି କବର୍ ଦେଇଆଚାସ୍?” ସେମନ୍ ତାକେ କଇଲାଇ, “ମାପ୍ରୁ ଆସିଦେକା ।”
Y dijo: ¿Dónde le pusisteis? Dícenle: Señor, ven, y ve[lo.]
36 ୩୬ ତେଇ ଜିଉଦି ଲକ୍ମନ୍ କଇଲାଇ, “ଦେକା, ସେ ଲାଜାର୍କେ କେନ୍ତି ଆଲାଦ୍ କର୍ତେରଇଲା ।”
Dijeron entónces los Judíos: Mirad como le amaba.
37 ୩୭ ମାତର୍ ସେମନର୍ ବିତ୍ରେଅନି କେତେକ୍ ଲକ୍ କଇଲାଇ, “ଏ ଲକ୍ ଜନ୍ କାଣାକେ ଆଁକି ଡିସାଇରଇଲା, ସେ ମନ୍କଲେ କାଇ ଏ ଲାଜାରର୍ ମରନ୍ ମିସା ତେବାଇ ନାପାର୍ତା କି?”
Y algunos de ellos dijeron: ¿No podia este, que abrió los ojos del ciego, hacer que este no muriera?
38 ୩୮ ତେଇ ଆରିତରେକ୍ ଜିସୁ ମନ୍ ବିତ୍ରେ କିଲ୍ବିଲ୍ ଅଇ ସମାଦି ଲଗେ ଗାଲା । ସମାଦିଟାନେ ଗଟେକ୍ ପାଆର୍ ଆରି ପାଆର୍ ମୁଆଟେ ଗଟେକ୍ ବଡ୍ ପାକ୍ନା ଡାବିଅଇରଇଲା ।
Y Jesus conmoviéndose otra vez en sí mismo, vino al sepulcro: era una cueva, la cual tenia una piedra encima.
39 ୩୯ ଜିସୁ ତିଆର୍ଲା, “ଏ ପାକ୍ନା ଗୁଚାଇଦିଆସ୍ ।” ମରିଜାଉ ଲାଜାରର୍ ବଇନି ମାର୍ତା କଇଲା, “ମାପ୍ରୁ ସେଟା କୁଇକରି ଗନ୍ଦି ଗାଲାବେ, କାଇକେବଇଲେ, ତାକେ କବର୍ଦେଇ ଚାର୍ଦିନ୍ ଅଇଗାଲା ।”
Dice Jesus: Quitad la piedra. Marta, la hermana del que se habia muerto le dice: Señor, hiede ya; que es de cuatro dias.
40 ୪୦ ଜିସୁ ମାର୍ତାକେ କଇଲା, “ତୁଇ ଜଦି ବିସ୍ବାସ୍ କର୍ସୁ ବଇଲେ ପର୍ମେସରର୍ ମଇମା ଦେକ୍ସୁ ବଲି ମୁଇ ତକେ କଇ ନ ରଇଲି କି?”
Jesus le dice: ¿No te he dicho que si creyeres, verás la gloria de Dios?
41 ୪୧ ତେଇ ସେମନ୍ ପାକ୍ନା ଗୁଚାଇଲାଇ । ଜିସୁ ସରଗ୍ବାଟେ ମୁ କରି କଇଲା, “ବାବା ତମେ ମର୍ ପାର୍ତନା ସୁନ୍ଲାସ୍ ବଲି ମୁଇ ତମ୍କେ ଦନିଅବାଦ୍ ଦେଲିନି ।
Entónces quitaron la piedra de donde el muerto habia sido puesto: y Jesus, alzando los ojos arriba, dijo: Padre, gracias te doy que me has oido.
42 ୪୨ ତମେ ଜେଡେବେଲେ ମିସା ମର୍ ପାର୍ତନା ସୁନ୍ସା, ଏଟା ମୁଇ ଜାନି, ମାତର୍ ଜନ୍ ଲକ୍ମନ୍ ଏ ଚାରିବେଡ୍ତି ଟିଆଅଇ ଆଚତ୍, ସେମନ୍ ଜେନ୍ତିକି ତମେଆକା ମକେ ପାଟାଇଆଚାସ୍ ବଲି ବିସ୍ବାସ୍ କର୍ବାଇ, ଏଟାର୍ ପାଇ ମୁଇ ଏନ୍ତିବଲି କଇଲି ।”
Que yo sabia que siempre me oyes; mas por causa de la compañía que esta alrededor, [lo] dije, para que crean que tú me has enviado.
43 ୪୩ ଏନ୍ତି କଇ ସାରାଇ ଜିସୁ ଆକ୍ମାରି ଡାକ୍ଲା, “ଲାଜାର୍ ତୁଇ ବାରଇ ଆଉ ।”
Y habiendo dicho estas cosas, clamó á gran voz: Lázaro, ven fuera.
44 ୪୪ ଡାକ୍ଲା ଦାପ୍ରେ ମଲା ଲାଜାର୍ ବାରଇ ଆଇଲା । ତାର୍ ଆତେ ଗଡେ ମଡା ଲୁଗା ବାନ୍ଦାଅଇରଇଲା । ମୁଏ ମିସା ଗର୍ଣ୍ଡା ଗୁଡିଆଇ ଅଇରଇଲା । ଜିସୁ ସେମନ୍କେ କଇଲା “ତାକେ ବାନ୍ଦ୍ଲାଟା କୁସ୍ଲାଇ କରି, ଜିବାକେ ଦିଆସ୍ ।”
Y el que habia estado muerto, salió, atadas las manos y los piés con vendas; y su rostro estaba envuelto en un sudario. Díceles Jesus: Desatadle, y dejadle ir.
45 ୪୫ ଜିଉଦି ଲକ୍ମନର୍ ବିତ୍ରେଅନି, ବେସି ଲକ୍ ମରିୟମର୍ ଲଗେ ଆସିରଇଲାଇ, ଆରି ଜିସୁର୍ ଏ କାମ୍ ଦେକି, ତାକେ ବିସ୍ବାସ୍ କଲାଇ ।
Entónces muchos de los Judíos que habian venido á María, y habian visto lo que habia hecho Jesus, creyeron en él.
46 ୪୬ ଆରି ସେମନର୍ ବିତ୍ରେଅନି କେତେଲକ୍ ପାରୁସିମନର୍ ଲଗେ ଜାଇକରି ଜିସୁ କରି ରଇବା କାମ୍ ଲକ୍ମନ୍କେ ଜାନାଇଲାଇ ।
Mas algunos de ellos fueron á los Fariséos, y dijéronles lo que Jesus habia hecho.
47 ୪୭ ପଚେ ମୁକିଅ ପୁଜାରିମନ୍ ଆରି ପାରୁସିମନ୍ ଗଟେକ୍ ବଡ୍ ପଁଚାଦି ଡାକାଇ କଇଲାଇ, “ଆମେ କାଇଟା କରୁ? ଦେକା ଏ ଲକ୍ ତା କେତେକ୍ କେତେକ୍ କାବାଅଇଜିବା କାମ୍ମନ୍ କଲାନି ।
Entónces los pontífices, y los Fariséos juntaron concilio; y decian: ¿Qué hacemos? porque este hombre hace muchas señales.
48 ୪୮ ଆମେ ଜଦି ଆକେ ଏନ୍ତାରି ଚାଡିଦେଉଁ ବଇଲେ ସବୁଲକ୍ ତାର୍ଟାନେ ବିସ୍ବାସ୍ କର୍ବାଇ ଆରି ରମିୟ ଅଦିକାରି ଆସିକରି ଆମର୍ ଏ ମନ୍ଦିର୍ ଆରି ଆମର୍ ବିସ୍ବାସ୍ କର୍ବା ଦରମ୍ ସବୁ କୁରୁପ୍ନାସ୍ କରିପାକାଇସି ।”
Si le dejamos así, todos creerán en él; y vendrán los Romanos, y quitarán nuestro lugar y la nacion.
49 ୪୯ ମାତର୍ ସେମନର୍ ବିତ୍ରେଅନି ଗଟେକ୍ କୟାପା ନାଉଁର୍, ସେ ବରସର୍ ପାଇ ବାଚିରଇବା ବଡ୍ ପୁଜାରି, କଇଲା “ତମେ କେତେ ବକୁଆ ଲକ୍ମନ୍!
Y Caifás, uno de ellos, sumo pontífice de aquel año, les dijo: Vosotros no sabeis nada;
50 ୫୦ ତମେ କାଇ ବୁଜି ନାପାର୍ଲାସ୍ନି? ଗୁଲାଇ ଜାତି ନାସ୍ ଅଇବା ବାଦୁଲେ ଗଟେକ୍ ଲକ୍ ମର୍ବାଟା ନିକ ।”
Ni pensais que nos conviene que un hombre muera por el pueblo, y no que toda la nacion se pierda.
51 ୫୧ କୟାପା ସତଇସେ ତାର୍ ନିଜର୍ଟାନେ ଅନି ଏନ୍ତି କଇ ନ ରଇଲା, ମାତର୍ ସେ ବରସର୍ ବଡ୍ ପୁଜାରି ଅଇରଇଲାର୍ ଲାଗି ପଚର୍ ଗଟ୍ନା ସବୁ ବବିସତ୍କାତା ତାର୍ ମୁଏଁ ଅନି ବାରଇରଇଲା । ସେ ଜାନିଦେଇ ରଇଲା ଜେ,
Mas esto no lo dijo de sí mismo; sino que, como era el sumo pontífice de aquel año, profetizó que Jesus habia de morir por la nacion;
52 ୫୨ ଚିନ୍ ଚତର୍ ଅଇଜାଇରଇବା ପର୍ମେସରର୍ ଲକ୍ମନ୍କେ ଟୁଲିଆଇ, ଗଟେକ୍ କୁଟୁମ୍ କରାଇବାକେ ଜିସୁ ମର୍ବାକେ ଗାଲାନି ।
Y no solamente por aquella nacion, mas tambien para que juntase en uno los hijos de Dios que estaban derramados.
53 ୫୩ ତେବର୍ପାଇ ସେ ଦିନେଅନି ଜିଉଦିନେତାମନ୍ ଜିସୁକେ ମରାଇବାକେ ପାଁଚ୍ନା କଲାଇ ।
Así que desde aquel dia consultaban juntos de matarle.
54 ୫୪ ତେବେ ଜିସୁ ଜିଉଦି ଲକ୍ମନର୍ ବିତ୍ରେ ସବୁଲକ୍ ଜାନ୍ଲା ପାରା ବୁଲାଚାଲା ନ କର୍ତେ ରଇଲା । ସେ ଜାଗାଇଅନି ବାରଇଜାଇକରି, ମରୁବାଲି ବୁଏଁ ରଇବା କିନରା ଜାଗାଇ ରଇଲା ଏପ୍ରଇମ୍ ନାଉଁର୍ ଗଟେକ୍ ଗଡେ ଜାଇ ସିସ୍ମନର୍ ସଙ୍ଗ୍ ତେଇ ରଇଲା ।
Por tanto Jesus ya no andaba manifiestamente entre los Judíos; mas fuese de allí á la tierra que está junto al desierto, á una ciudad que se llama Ephraim: y estábase allí con sus discípulos.
55 ୫୫ ଜିଉଦିମନର୍ ନିସ୍ତାର୍ ପରବ୍ କେଟିଆଇଲା । ସେ ପରବ୍ ଅଇବା ଆଗ୍ତୁ ନିଜେ ନିଜେ ସୁକଲ୍ ଅଇବାକେ ଗୁଲାଇ ରାଇଜର୍ ଲକ୍ମନ୍ ନିସ୍ତାର୍ ପରବ୍ ଆଗ୍ତୁ ଜିରୁସାଲାମ୍ ଜିବାକେ ବାଟ୍ଦାର୍ଲାଇ ।
Y la Pascua de los Judíos estaba cerca: y muchos subieron de aquella tierra á Jerusalem ántes de la Pascua, para purificarse.
56 ୫୬ ସେମନ୍ ଜିସୁକେ କଜ୍ଲାଇ ଆରି ମନ୍ଦିର୍ ଟିଆଅଇଲାବେଲେ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ସେ ପରବ୍ଟାନେ ନ ଆସେବଲି କାଇ ତମେ ବାବ୍ଲାସ୍ନି କି?”
Y buscaban á Jesus, y hablaban los unos con los otros estando en el templo: ¿Qué os parece, que no vendrá á la fiesta?
57 ୫୭ ମୁକିଅ ପୁଜାରି ଆରି ପାରୁସି ଲକ୍ମନ୍ ଜିସୁକେ ଦାର୍ବାକେ ସେ କନ୍ତି ଆଚେ ଜାନିରଇବାଇ ବଲି, ସେଟା ଆଦେସ୍ ଦେଇରଇଲାଇ ।
Y los pontífices y los Fariséos habian dado mandamiento, que, si alguno supiese donde estuviera, [lo] manifestase para que le prendiesen: