< ଜଅନ୍ 12 >
1 ୧ ଏତ୍କି ବିତ୍ରେ ଜିସୁ ନିସ୍ତାର୍ ପରବ୍ ଅଇବାକେ ଚ ଦିନର୍ ଆଗ୍ତୁ ବେତ୍ନିଆ ଗାଲା । ତେଇ ଲାଜାରର୍ ଗର୍ । ଜିସୁ ଏ ଲାଜାର୍କେସେ ମଲାଟାନେଅନି ଉଟାଇରଇଲା ।
C'hwec'h devezh a-raok ar Pask, Jezuz a zeuas da Vetania, e-lec'h ma oa Lazar, an hini a oa bet marv hag en devoa adsavet a-douez ar re varv.
2 ୨ ସେ ରାତି ତେଇ ଜିସୁର୍ପାଇ ଗଟେକ୍ ବଜି ଟିକ୍ କଲାଇ । ଆରି ମାର୍ତା ସେମନ୍କେ କୁଆପୁଚା କରାଇତେରଇଲା । ଲାଜାର୍ ଜିସୁର୍ ସଙ୍ଗ୍ ବଜିତେଇ ବସି ରଇଲା ।
Graet e voe dezhañ eno ur goan, Marta a servije, ha Lazar a oa unan eus ar re a oa ouzh taol gantañ.
3 ୩ ସେଡ୍କିବେଲେ ମରିୟମ୍ ଜଟାମାଉଁସ୍ ନାଉଁର୍ ବେସି ଦାମେ ତିଆର୍ ଅଇଲା ଅଦ୍ ଲିଟର୍ ବାସ୍ନା ଚିକନ୍ ଆନି ଜିସୁର୍ ପାଦେ ରକଇ ନିଜର୍ ଚେଣ୍ଡିସଙ୍ଗ୍ ପୁଚିଦେଲା । ଆରି ସେ ଚିକନର୍ ସୁନ୍ଦର୍ ବାସ୍ନା ଗୁଲାଇ ଗର୍ ଗମ୍କିଗାଲା ।
Neuze Mari, o vezañ kemeret ul lur c'hwezh-vat a nard pur, eus ur priz bras, a eoulias ganti treid Jezuz, hag o zorchas gant e blev; an ti a voe leuniet gant c'hwezh an traet-se.
4 ୪ ଜିସୁର୍ ସିସ୍ମନର୍ ବିତ୍ରେ ଅନି ଇସ୍କାରିୟତ୍ ଜିଉଦା ନାଉଁର୍ ସିସ୍, ଜେ କି ଜିସୁକେ ସତ୍ରୁମନ୍କେ ସର୍ପିଦେବାକେ ଜାଇତେ ରଇଲା, ସେ କଇଲା,
Neuze Judaz Iskariod, mab Simon, unan eus an diskibien, an hini a dlee e werzhañ, a lavaras:
5 ୫ “ଏ ବାସ୍ନା ଚିକନ୍ ତିନ୍ ସଅ ରୁପା ଟାଙ୍ଗାକେ ବିକିକରି ସେ ଡାବୁ ଗରିବ୍ ଲକ୍ମନ୍କେ ଦେଲେ ନଇତା କି?”
Perak n'eo ket bet gwerzhet ar c'hwezh-vat-se tri c'hant diner, evit o reiñ d'ar beorien?
6 ୬ ଇସ୍କାରିୟତ୍ ଜିଉଦା ଗରିବ୍ ଲକ୍ମନର୍ପାଇ ଚିନ୍ତା କର୍ତେରଇଲାଜେ ଏନ୍ତି କଇଲା ବଲି ନାଇ, ମାତର୍ ସେ ଗଟେକ୍ ଚର୍ । ତାର୍ ଦାଇତେ ରଇଲା ଟାଙ୍ଗାମୁନା ଟାନେଅନି ସେ ନିଜର୍ ପାଇ କେତେକ୍ କେତେକ୍ ଲୁଚାଇ ନେଇତେରଇଲା ।
Lavarout a rae kement-se, n'eo ket m'en dije preder ouzh ar beorien, met abalamour ma oa laer, hag o vezañ ma oa gantañ ar yalc'h, e kemere ar pezh a lakaed enni.
7 ୭ ମାତର୍ ଜିସୁ କଇଲା, “ତାକେ କାଇଟା ବଲି କୁଆ ନାଇ, ତାର୍ଟାନେ ଜେତ୍କି ଆଚେ, ସେଟା ଜେନ୍ତିକି ମର୍ ସମାଦି ଦିନର୍ପାଇ ସଙ୍ଗଇଆଚେ ।
Jezuz a lavaras eta dezhañ: Lez anezhi d'ober; miret he deus ar c'hwezh-vat-se evit deiz va beziadur.
8 ୮ ଗରିବ୍ ଲକ୍ମନ୍ ତା ସବୁବେଲେ ତମର୍ ସଙ୍ଗ୍ ରଇଲାଇନି, ମାତର୍ ମୁଇ ସବୁବେଲେ ନ ରଇ ।”
Rak c'hwi ho po bepred ar beorien ganeoc'h, met n'ho po ket atav ac'hanon.
9 ୯ ଏତ୍କିବିତ୍ରେ ଜିସୁ ବେତ୍ନିଆଇ ଆଚେ ବଲି ଜାନିକରି ବେସି ଜିଉଦି ଲକ୍ମନ୍ ଆଇଲାଇ । ଅବ୍କା ଜିସୁକେ ସେ ଦେକ୍ବାକେ ନାଇ, ମାତର୍ ଜନ୍ ଲାଜାର୍କେ ଜିସୁ ମଲାଟାନେଅନି ଉଟାଇରଇଲା ତାକେ ମିସା ଦେକ୍ବାର୍ ଆସିରଇଲାଇ ।
Neuze ur vandenn vras a Yuzevien, o vezañ gouezet e oa Jezuz eno, a zeuas di, n'eo ket hepken abalamour da Jezuz, met ivez evit gwelout Lazar, an hini en devoa adsavet a-douez ar re varv.
10 ୧୦ ମାତର୍ ମୁକିଅ ପୁଜାରିମନ୍ ଲାଜାର୍କେ ମିସା ମରାଇବାକେ ଜଜ୍ନା କଲାଇ ।
Hag ar veleien vras en em guzulias da lakaat ivez Lazar d'ar marv,
11 ୧୧ କାଇକେବଇଲେ ତାର୍ଲାଗି ବଲି କେତେକ୍ କେତେକ୍ ଜିଉଦି ଲକ୍ମନ୍ ନେତାମନ୍କେ ଚାଡି ଜିସୁକେ ବିସ୍ବାସ୍ କର୍ତେରଇଲାଇ ।
rak kalz eus ar Yuzevien, abalamour dezhañ, a yae hag a grede e Jezuz.
12 ୧୨ ତାର୍ ଆର୍କର୍ ଦିନେ ରକିଆପାଇବା ପରବେ ଆସିରଇବା ବେସି ଲକ୍ମନ୍ ଜିସୁ ଜିରୁସାଲାମ୍ ଆଇଲାନି ବଲି ସୁନ୍ଲାଇ ।
An deiz war-lerc'h, ul lod bras a dud deuet evit ar gouel, o klevout e oa deuet Jezuz e Jeruzalem,
13 ୧୩ ସେଟାର୍ ପାଇ ସେମନ୍ କଜ୍ରିଡାଲ୍ ଦାରି ଜିସୁକେ ବେଟ୍ଅଇବାର୍ ଗାଲାଇ, ଆରି ଆଉଲିଅଇକରି କଇଲାଇ, “ଅସାନା, ଜେ ମାପ୍ରୁର୍ ନାଉଁଦାରି ଆଇଲାନି ତାର୍ ମଙ୍ଗଲ୍ ଅ, ପର୍ମେସର୍ ତାକେ ଆସିର୍ବାଦ୍ କର । ସେ ଇସ୍ରାଏଲର୍ ରାଜା ଡାକ୍ପୁଟା ପାଅ ।”
a gemeras brankoù palmez, hag a yeas a-raok dezhañ, o krial: Hozanna! Benniget ra vo roue Israel, an hini a zeu en anv an Aotrou!
14 ୧୪ ଆରି ଜିସୁ ଗଟେକ୍ ଗଦ ପିଲାର୍ ଉପ୍ରେ ବସି ଆଇତେ ରଇଲା । ଜେନ୍ତିକି ସାସ୍ତରେ ଲେକାଅଇଲା ଏ ବବିସତ୍ କାତା ସିଦ୍ ଅଇଲା ।
Ha Jezuz, o vezañ kavet un azenig, a bignas warnañ eno, hervez ma'z eo skrivet:
15 ୧୫ “ଏ ସିୟନ୍ ନଅରର୍ ଲକ୍ମନ୍, ତମେ ଡରାନାଇ ଦେକା ତମର୍ ରାଜା ଗଟେକ୍ ଗଦ ପିଲାର୍ ଉପ୍ରେ ବସି ଆଇଲାନି ।”
Na'z pez ket aon, merc'h Sion: setu, da roue a zeu, pignet war ebeul un azenez.
16 ୧୬ ପର୍ତୁମ୍ ପର୍ତୁମ୍ ଜିସୁର୍ ସିସ୍ମନ୍ ଏ ବିସଇ ବୁଜି ନ ରଇଲାଇ । ମାତର୍ ଜିସୁ ଜେଡେବେଲା ମଲାଟାନେଅନି ଉଟ୍ଲା ପଚେ ଏ ସବୁଜାକ ଲେକା ଏତାଇଲାଇଜେ, ସାସ୍ତରେ ତାର୍ ବିସଇସେ ଲେକା ଅଇରଇଲା । ଆରି ସେମନ୍ ତାର୍ ପାଇ ସବୁ କାମ୍ କରିରଇଲାଇ ।
E ziskibien ne gomprenjont ket da gentañ kement-se; met pa voe roet gloar da Jezuz, neuze e teuas da soñj dezho penaos e oa bet skrivet an traoù-se diwar e benn, hag e oant bet c'hoarvezet gantañ.
17 ୧୭ ଜିସୁ ଲାଜାର୍କେ ମଲାଟାନେଅନି ଉଟାଇକରି ସମାଦିଅନି ବାରଇବାକେ କଇଲାବେଲେ ଜନ୍ ଲକ୍ମନ୍ ଜିସୁର୍ ସଙ୍ଗ୍ ରଇଲାଇ, ସେମନ୍ ସେ ଗଟ୍ନା ବିସଇର୍ ସାକି ଦେବାର୍ ଦାର୍ଲାଇ ।
Ar vandenn a oa gantañ p'en devoa galvet Lazar eus ar bez, ha p'en devoa e adsavet a-douez ar re varv, a roe testeni dezhañ.
18 ୧୮ ସେଟାର୍ପାଇ ଲକ୍ମନ୍ ତାକେ ବେଟ୍ଅଇବାକେ ଜାଇରଇଲାଇ । କାଇକେବଇଲେ ସେ ଆକା ଏ କାବା ଅଇବା କାମ୍ମନ୍ କଲାନି ବଲି ସେମନ୍ ସୁନିରଇଲାଇ ।
Hag abalamour ivez m'en devoa anavezet ar bobl penaos en devoa graet ar mirakl-se eo, e oant aet a-raok dezhañ.
19 ୧୯ ତେଇ ପାରୁସିମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଦେକ୍ଲାସ୍ନି କାଇକି, ଆମେ ଚେସ୍ଟା କଲାଟା ଗଟେକ୍ ମିସା ଅଏନାଇ, ଦେକାନି ଗୁଲାଇ ଦୁନିଆଜାକ ତାର୍ ପଚେ ଗାଲାନି ।”
Ar farizianed a lavaras eta etrezo: Gwelout a rit na c'hounezit netra; setu, an holl dud a ya war e lerc'h.
20 ୨୦ ନିସ୍ତାର୍ ପରବ୍ କର୍ବାକେ ଆସିରଇବା ଲକ୍ମନର୍ ବିତ୍ରେ ଗିରିକ୍ ଲକ୍ମନ୍ ମିସା କେତେଲକ୍ ରଇଲାଇ ।
Met, bez' e oa un toullad Gresianed e-touez ar re a oa pignet evit azeuliñ e-pad ar gouel.
21 ୨୧ ସେମନ୍ ପିଲିପର୍ ଲଗେ ଆସି ତାକେ କଇଲାଇ, “ଏ ଆଗିଆଁ ଆମେ ଜିସୁକେ ଦେକ୍ବାକେ ମନ୍ କଲୁନି ।” ପିଲିପ୍ ବେତ୍ସାଇଦାର୍ ଲକ୍ ରଇଲା ।
Dont a rejont da gavout Filip eus Betsaida e Galilea; hag, o pediñ anezhañ, e lavarjont dezhañ: Aotrou, ni a garfe gwelout Jezuz.
22 ୨୨ ପିଲିପ୍ ଜାଇ ଆନ୍ଦ୍ରିୟକେ ଏ କବର୍ ଜାନାଇଲାକେ ସେମନ୍ ଜାଇ ଜିସୁକେ କଇଲାଇ ।
Filip a zeuas hag a lavaras da Andrev, hag Andrev ha Filip en lavaras da Jezuz.
23 ୨୩ ଜିସୁ ସେମନ୍କେ କଇଲା, “ପର୍ମେସର୍ତେଇ ଅନି ଆଇଲା ନର୍ପିଲା ମୁଇ ଡାକ୍ପୁଟା ପାଇବା ବେଲା ଆସି କେଟି ଆଚେ ।
Ha Jezuz a respontas dezho: An eur a zo deuet ma tle Mab an den resev gloar.
24 ୨୪ ମୁଇ ତମ୍କେ ସତ୍କାତା କଇଲିନି ଜଦି ଗଅମ୍ ମୁଞ୍ଜି ବୁଏଁ ଅଦ୍ରି ନ ମର୍ବା ଜାକ ସେନ୍ତିସେ ରଇସି । ସେଟା ମଲେ ସେ ବେସି ମୁଞ୍ଜି ଦାର୍ସି ।
E gwirionez, e gwirionez, me a lavar deoc'h: ma ne varv ket ar c'hreunenn winizh goude ma vez taolet en douar, e chom hec'h-unan; met mar marv, e toug kalz a frouezh.
25 ୨୫ ଜେ ନିଜର୍ ଜିବନ୍କେ ବେସି ଆଲାଦ୍ କର୍ସି, ସେ ସେଟା ଆରାଇସି । ଜେ ନିଜର୍ ଜିବନ୍ ଗିନ୍ କର୍ତେରଇସି, କାଲ୍ କାଲ୍ ଜୁଗ୍ ଜୁଗ୍ ଜାକ ତାର୍ ଜିବନ୍ ରକିଆ କର୍ସି । (aiōnios )
An hini a gar e vuhez he c'hollo, hag an hini a gasa e vuhez er bed-mañ he miro evit ar vuhez peurbadus. (aiōnios )
26 ୨୬ ଜନ୍ ଲକ୍ ମର୍ ସେବା କର୍ବାକେ ମନ୍ କଲାନି, ସେ ମର୍ ସଙ୍ଗ୍ ଆସ । ମୁଇ ଜନ୍ ଜାଗାଇ ରଇବି, ମର୍ ସେବା କାମ୍ କର୍ବା ଲକ୍ମନ୍ମିସା ସେ ଜାଗାଇ ରଇବାଇ । ଆରି ସେ ମର୍ ଆରି ମର୍ ବାବା ପର୍ମେସରର୍ ସନ୍ମାନ୍ ପାଇସି ।”
Mar servij unan bennak ac'hanon, ra zeuio war va lerc'h; hag e-lec'h ma vin, eno e vo ivez va servijer; ha mar servij unan bennak ac'hanon, an Tad a enoro anezhañ.
27 ୨୭ ଏବେ ମର୍ ଜିବନ୍ ବେସି ବାୟାବିକଲ୍ ଅଇଗାଲାନି । କାଇଟା କଇବି? ଏ ବାବା ମକେ ଏ ଦୁକର୍ ବେଲାଇଅନି ରକିଆ କର୍ ବଲି ଗୁଆରି କର୍ବି କି? ନାଇ ସେନ୍ତି ନ କଇ । ଦୁକ୍ କସ୍ଟ ମୁରଚ୍ବାକେ ସେ ମୁଇ ଆଇଲିଆଚି ।
Bremañ va ene a zo trubuilhet; ha petra a lavarin? Tad, savete ac'hanon eus an eur-mañ! Met evit kement-se on deuet en eur-mañ.
28 ୨୮ ଏ ବାବା ତର୍ ନାଉଁ ଡାକ୍ପୁଟା କର । ସେ ବେଲା ସର୍ଗେଅନି ଏ କାତା କଇବା ସବଦ୍ ଆଇଲା, “ମର୍ ନାଉଁ ଡାକ୍ପୁଟା କଲିଆଚି, ଆରି ତରେକ୍ ଡାକ୍ପୁଟା କର୍ବି ।”
Tad, ro gloar da'z anv. Neuze e teuas ur vouezh eus an neñv, hag a lavaras: Roet em eus gloar dezhañ, hag e roin gloar dezhañ c'hoazh.
29 ୨୯ ତେଇ ଟିଆଅଇ ରଇଲା ଲକ୍ମନ୍ ଏ ସବଦ୍ ସୁନି କରି “ଏଟା ବାଦଲ୍ ଗୁଡ୍ଗୁଡ୍ଲା” ବଲି କଇଲାଇ । ମାତର୍ ଅଦେକ୍ ଲକ୍ମନ୍, “ସର୍ଗେଅନି ଗଟେକ୍ ଦୁତ୍ ତାର୍ ସଙ୍ଗ୍ କାତା ଅଇଲାନି” ବଲି କଇଲାଇ ।
Ar bobl a oa eno, hag o devoa klevet, a lavare e oa ar c'hurun; re all a lavare: Un ael en deus komzet outañ.
30 ୩୦ ଜିସୁ ସେ ଲକ୍ମନ୍କେ କଇଲା, “ଏ ସବଦ୍ ମର୍ ପାଇ ଅଏନାଇ, ମାତର୍ ତମର୍ ପାଇସେ ଅଇଲା ।
Jezuz a gemeras ar gomz hag a lavaras dezho: Ar vouezh-se n'eo ket evidon-me, met evidoc'h.
31 ୩୧ ଏବେ ଏ ଦୁନିଆର୍ ବିଚାର୍ କର୍ବା ଦିନ୍ କେଟ୍ଲା ଆଚେ, ଏ ଦୁନିଆର୍ ସାସନ୍ କରୁକେ ମୁଇ ବାଇରେ ପିଙ୍ଗିଦେବି ।
Bremañ en em ra barnedigezh ar bed-mañ; bremañ priñs ar bed-mañ a vo taolet er-maez.
32 ୩୨ ଆରି ମକେ କୁର୍ସେ ଟେକ୍ଲେ, ସବୁ ଲକ୍ମନ୍କେ ମର୍ବାଟେ ଜିକ୍ବି” ବଲି କଇଲା ।
Ha me, pa vin bet savet eus an douar, a denno an holl dud da'm c'havout.
33 ୩୩ ସେ କେନ୍ତିଅଇ ମର୍ବାକେ ଗାଲାନି, ସେଟା ଜାନାଇବାକେ ଏନ୍ତି କଇରଇଲା ।
Met, lavarout a rae kement-se evit merkañ dre beseurt marv e tlee mervel.
34 ୩୪ ସେବେଲା ସବୁ ଲକ୍ମନ୍ ତାକେ କଇଲାଇ, “ମସିଅ ସବୁ ଦିନର୍ ପାଇ ବଁଚି ରଇସି ବଲି ଆମର୍ ସାସ୍ତରେ ଲେକା ଆଚେ । ତୁଇ କେନ୍ତି ପର୍ମେସରର୍ ପିଲାକେ କୁର୍ସେ ଟେକ୍ବାଇ ବଲି କଇଲୁସ୍ନି? ଏନ୍ତିବଇଲେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା କେ ତେବେ?” (aiōn )
Ar bobl a respontas dezhañ: Desket hon eus dre al lezenn e tle ar C'hrist chom da viken; penaos eta e lavarez eo ret da Vab an den bezañ savet? Piv eo ar Mab an den-se? (aiōn )
35 ୩୫ ଜିସୁ ସେମନ୍କେ କଇଲା, “ଏବେ ତମର୍ ମୁଆଟେ ଜନ୍ ଉଜଲ୍, ଉଜଲ୍ ଦେଲାନି, ସେଟା ଚନେକର୍ପାଇସେ ରଇସି । ଜନ୍ ଜାଗାଇ ଜିବାର୍ ଆଚେ, ଉଜଲ୍ ରଇତେ ଆକା ଇଣ୍ଡା । ସେନ୍ତାର୍ଆଲେ ତମ୍କେ ଆନ୍ଦାର୍ ନ ଡାବେ । ଆନ୍ଦାରେ ରଇବା ଲକ୍ କେନେ ଗାଲାନି ସେଟା ନାଜାନେ ।
Jezuz a lavaras dezho: Ar sklêrijenn a zo c'hoazh ganeoc'h evit un nebeut amzer. Kerzhit e-pad m'hoc'h eus ar sklêrijenn, gant aon na zeufe an deñvalijenn d'ho soupren; rak an hini a gerzh en deñvalijenn ne oar ket pelec'h ez a.
36 ୩୬ ସେଟାର୍ ପାଇ ତମର୍ ଲଗେ ଉଜଲ୍ ରଇତେସେ ଉଜଲ୍ ପାରା ରଇବା ମର୍କାତା ବିସ୍ବାସ୍ କରା । ତେବେ ତମେ ଉଜଲର୍ ଲକ୍ ଅଇସା” ବଲିକରି କଇଲା । ଜିସୁ ଏ କାତା କଇକରି ଉଟିଗାଲା ଆରି ସେମନ୍କେ ନ ଦେକାଇଅଇକରି ରଇଲା ।
E-pad m'hoc'h eus ar sklêrijenn, kredit er sklêrijenn evit ma viot bugale ar sklêrijenn. Jezuz a lavaras an traoù-se, ha goude ez eas hag en em guzhas diouto.
37 ୩୭ ଜିସୁ ସେମନର୍ ଦେକ୍ତେ କେତେକ୍ କେତେକ୍ କାବା ଅଇଜିବା କାମ୍ମନ୍ କରିରଇଲେ ମିସା, ସେମନ୍ ତାକେ ବିସ୍ବାସ୍ କରତ୍ନାଇ ।
Hag evitañ da vezañ graet kement a virakloù dirazo, ne gredjont ket ennañ,
38 ୩୮ ଜେନ୍ତାରି ଜିସାୟ ବବିସତ୍ବକ୍ତା କଇଲା କାତା ସତ୍ ଅଇଲା । ସେ ଏନ୍ତି କଇରଇଲା, “ଏ ମାପ୍ରୁ, ଆମେ କଇଲା କାତା ସୁନିକରି କେ ବିସ୍ବାସ୍ କଲାଆଚେ? ଆରି ମାପ୍ରୁ କାର୍ଲଗେ ତାର୍ ରକିଆ କର୍ବା ବପୁ ଦେକାଇଲା?”
abalamour d'ar ger en devoa ar profed Izaia lavaret da vezañ peurc'hraet: Aotrou, piv en deus kredet d'hor prezegenn? Ha da biv eo bet disklêriet brec'h an Aotrou?
39 ୩୯ ସେଟାର୍ପାଇ ସେମନ୍ ବିସ୍ବାସ୍ ନ କର୍ତେରଇଲାଇ । ତେବେ ଜିସାୟ ଆରିତରେକ୍ କଇଲାଆଚେ,
Dre-se, ne c'hellent ket krediñ, rak Izaia en deus lavaret c'hoazh:
40 ୪୦ ପର୍ମେସର୍ ଜେନ୍ତିକି ତାକର୍ ଦେକ୍ବା ଆଁକି କାଣା କରିଦେଇଆଚେ ଆରି ସେମନର୍ ବୁଜ୍ବା ବପୁ ନସାଇଦେଇଆଚେ ସେଟାର୍ପାଇ ସେମନ୍ ଦେକି ନାପାର୍ଲାଇନି କି ମୁଲ୍କେ ବୁଜି ନାପାର୍ଲାଇନି । ସେମନ୍ ନିକ ଅଇବାକେ ମର୍ଟାନେ ବାଉଡି ଆସତ୍ନାଇ । ଏଟା ପର୍ମେସର୍ କଇଲାନି । ଆମେ ସେମନ୍କେ ନିକ ନ କରୁ ।
Dallet en deus o daoulagad ha kaletaet o c'halon, gant aon na welfent gant o daoulagad, ha na gomprenfent gant o c'halon, ha na zistrofent ouzh Doue, ha na yac'hafen anezho.
41 ୪୧ ଜିସାୟ ବବିସତ୍ବକ୍ତା ପୁର୍ବେ ଜିସୁ ମାପ୍ରୁର୍ ଏ ସବୁ ମଇମା ଜାନିରଇଲାଜେ ଏନ୍ତି ବଲି କଇରଇଲା ।
Izaia a lavaras an traoù-mañ, pa welas e c'hloar, ha pa gomzas anezhañ.
42 ୪୨ ଏଲେ ମିସା ଜିଉଦି ନେତାମନର୍ ବିତ୍ରେଅନି କେତେ ଲକ୍ ତାକେ ବିସ୍ବାସ୍ କଲାଇ । ମାତର୍ ସେମନ୍ ପାରୁସି ମନର୍ଲାଗି ପାର୍ତନା ଗରେ ଅନି ବାର୍କରାଇଦେବାଇ ବଲି ଡରିକରି କାତାବାର୍ତା ନ ଅଇତେ ରଇଲାଇ ।
Koulskoude kalz, memes eus ar re vras, a gredas ennañ; met n'anzavent ket kement-se abalamour d'ar farizianed, gant aon da vezañ kaset kuit eus ar sinagogenn.
43 ୪୩ ସେମନ୍ ପର୍ମେସର୍କେ ମାନାଇବା ଟାନେଅନି ଲକ୍ମନ୍କେ ମାନାଇବାଟା ଅଦିକ୍ ନିକ ବଲି ବାବ୍ତେରଇଲାଇ ।
Rak karout a raent muioc'h ar gloar a zeu eus an dud, eget gloar Doue.
44 ୪୪ ଜିସୁ ଆଉଲିଅଇ କଇଲା, “ଜନ୍ ଲକ୍ ମକେ ବିସ୍ବାସ୍ କର୍ସି, ସେ ମକେସେ ବିସ୍ବାସ୍ କରେନାଇ, ମକେ ଜେ ପାଟାଇଲା ଆଚେ, ତାକେ ମିସା ବିସ୍ବାସ୍ କଲାନି ।”
Met Jezuz a grias hag a lavaras: An hini a gred ennon, ne gred ket ennon, met en hini en deus va c'haset.
45 ୪୫ ଜେ ମକେ ଦେକି ଆଚେ, ସେ ମକେ ପାଟାଉକେ ମିସା ଦେକି ଆଚେ ।
Hag an hini a wel ac'hanon, a wel an hini an deus va c'haset.
46 ୪୬ ମୁଇ ଜଗତର୍ ଉଜଲ୍ ଅଇ ଆଇଲିଆଚି । ଜେ ମକେ ବିସ୍ବାସ୍ କର୍ସି, ସେ ଆରି ଆନ୍ଦାରେ ନ ରଏ ।
Me a zo deuet er bed evel sklêrijenn, evit na chomo ket en deñvalijenn an neb a gred ennon.
47 ୪୭ ଜେ ମର୍ ବାକିଅ ସୁନି ନ ମାନେ, ମୁଇ ତାର୍ ବିଚାର୍ ନ କରି । କାଇକେବଇଲେ ମୁଇ ଜଗତର୍ ଲକ୍ମନ୍କେ ବିଚାର୍ କର୍ବାର୍ ଆସିନାଇ, ମାତର୍ ସେମନ୍କେ ରକିଆ କର୍ବାର୍ ଆସିଆଚି ।
Ha mar klev unan bennak va gerioù ha ne gred ket ennon, ne varnan ket anezhañ, rak n'on ket deuet evit barn ar bed, met evit e saveteiñ.
48 ୪୮ ଜେ ମକେ ନିଚି କରି ମର୍ ବାକିଅ ନ ମାନେ, ମର୍ ଟଣ୍ଡର୍ ବାକିଅ ତାର୍ ବିଚାର୍ କାରିଆ ଅଇସି । ସାରାସାରି ଦିନେ ସେ ବାକିଅସେ ତାକେ ବିଚାର୍ କର୍ସି ।
An hini na'm degemer ket ha na zegemer ket va gerioù en deus e varner; ar ger am eus prezeget eo, a varno anezhañ en deiz diwezhañ.
49 ୪୯ ମୁଇ ନିଜର୍ ମନେ ଅନି କାଇଟା ମିସା କଇନାଇ, ଏ କାତା ସତ୍ । ମାତର୍ ମୁଇ କଇବାଟା ମକେ ପାଟାଇରଇବା ବାବା ଆଦେସ୍ ଦେଇଆଚେ ।
Rak n'eo ket ac'hanon va-unan em eus komzet, met an Tad en deus va c'haset, en deus gourc'hemennet din ar pezh a dleen lavarout ha prezeg.
50 ୫୦ ଆରି ମୁଇ ଜାନିଆଚି, ତାର୍ ଆଦେସ୍ ନ ସାର୍ବା ଜିବନ୍ ଦେଇସି । ମର୍ ବାବା ମକେ ଜନ୍ କାତା କଇବାକେ ଆଦେସ୍ ଦେଇଆଚେ, ସେଟାସେ ମୁଇ କଇଲିନି । (aiōnios )
Hag anavezout a ran penaos e c'hourc'hemenn eo ar vuhez peurbadus. An traoù a lavaran eta, a lavaran evel m'en deus an Tad o lavaret din. (aiōnios )