< ଜଅନ୍ 13 >
1 ୧ ନିସ୍ତାର୍ ପରବର୍ ଆଗ୍ତୁର୍ ଦିନ୍ ଅଇରଇଲା । ଜିସୁ, ଏ ଜଗତ୍ ଚାଡି ବାବା ପର୍ମେସରର୍ ଲଗେ ଜିବାକେ ତାର୍ ବେଲା କେଟ୍ଲାବେ ବଲି ଜାନିରଇଲା । ଦୁନିଆଇ ରଇବା ତାର୍ ସବୁ ଲକ୍ମନ୍କେ ସାରାସାରି ଜାକ ବେସି ଆଲାଦ୍ କର୍ତେରଇଲା ।
Bifor the `feeste dai of pask Jhesus witynge, that his our is comun, that he passe fro this world to the fadir, whanne he hadde loued hise that weren in the world, in to the ende he louede hem.
2 ୨ ସେଦିନର୍ ରାତି ଜିସୁ ଆରି ତାର୍ ସିସ୍ମନ୍ କାଇବାକେ ବସିରଇଲାଇ । ଜିସୁକେ ବିସ୍ବାସେ ବିସ୍ ଦେଲାପାରା କରାଇବା ଚିନ୍ତା, ସଇତାନ୍ ସିମନ୍ ଇସ୍କାରିୟତର୍ ପିଲା ଜିଉଦାର୍ ମନେ ପୁରିକରି ଦେଲା ।
And whanne the souper was maad, whanne the deuel hadde put than in to the herte, that Judas of Symount Scarioth schulde bitraye hym,
3 ୩ ବାବା ପର୍ମେସର୍, ତାକେ ସବୁ ବିସଇର୍ ଅଦିକାର୍ ଦେଇ ଆଚେ, ସେ ପର୍ମେସରର୍ ଟାନେଅନି ଆସିଆଚେ ଆରି ତାର୍ ଲଗେସେ ଜାଇସି, ବଲି ଜିସୁ ସବୁ ବିସଇ ଜାନିରଇଲା ।
he witynge that the fadir yaf alle thingis to hym in to hise hoondis, and that he wente out fro God,
4 ୪ ତେବର୍ପାଇ ସେ କାଇବା ଜାଗାଇଅନି ଉଟିକରି ଅଡି ରଇବା ବସ୍ତର୍ ବେଟି ସଙ୍ଗଇ, ଆଁଟାଇ ଗଟେକ୍ ତୁଆଲ୍ ବାନ୍ଦିଅଇଲା ।
and goith to God, he risith fro the souper, and doith of hise clothis; and whanne he hadde takun a lynun cloth, he girde hym.
5 ୫ ତାର୍ ପଚେ ସେ ଗଟେକ୍ ମୁତାଇ ପାନିନେଲା ଆରି ନିଜର୍ ସିସ୍ମନର୍ ପାଦ୍ ଦଇକରି ବାନ୍ଦିଅଇଲା ତୁଆଲ୍ ବେଟି ପୁଚି ଦେବାର୍ ଦାର୍ଲା ।
And aftirward he putte watir in to a basyn, and biganne to waische the disciplis feet, and to wipe with the lynnen cloth, with which he was gird.
6 ୬ ଜେଡେବେଲେ ଜିସୁ ସିମନ୍ ପିତରର୍ ଲଗେ ଆଇଲା, ପିତର୍ ତାକେ କଇଲା, “ମାପ୍ରୁ ତମେ ମର୍ ପାଦ୍ ଦଇସା କି?”
And so he cam to Symount Petre, and Petre seith to hym, Lord, waischist thou my feet?
7 ୭ ଜିସୁ ତାକେ କଇଲା, “ମୁଇ ଏବେ ଜାଇଟା କଲିନି, ସେଟା ତମେ ବୁଜି ନାପାରାସ୍, ମାତର୍ ପଚେ ବୁଜ୍ସା ।”
Jhesus answerde, and seide to hym, What Y do, thou wost not now; but thou schalt wite aftirward.
8 ୮ ପିତର୍ ତାକେ ମନାକରି କଇଲା, “ନିଚୁ, ତମେ ମର୍ ପାଦ୍ ଦୁଆନାଇ ।” ଜିସୁ ତାକେ କଇଲା, “ମୁଇ ଜଦି ତର୍ ପାଦ୍ ନ ଦଇଲେ, କେବେ ମିସା ମର୍ ସିସ୍ ଅଇ ନାପାରୁସ୍ ।” (aiōn )
Petre seith to hym, Thou schalt neuere waische my feet. Jhesus answeride to hym, If Y schal not waische thee, thou schalt not haue part with me. (aiōn )
9 ୯ ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ସେନ୍ତାର୍ଆଲେ କାଇକେ ମର୍ ପାଦ୍ସେ ଦଇ ଦେଇସୁ? ମର୍ ମୁଣ୍ଡ୍ ଆରି ଆତ୍ ମିସା ଦଇଦିଆସ୍ ।”
Symount Petre seith to hym, Lord, not oneli my feet, but bothe the hoondis and the heed.
10 ୧୦ ଜିସୁ ପିତର୍କେ କଇଲା, “ଜନ୍ ଲକ୍ମନ୍ ଗାଦଇ ସାରିଆଚତ୍, ସେମନ୍ ପୁରାପୁରୁନ୍ ସୁକଲ୍ । ପାଦ୍ ଦଇବାଟା ଚାଡି, କାଇଟା ଦଇବାର୍ ଲଡାନାଇ । ଗଟେକ୍ ଲକ୍କେ ଚାଡି, ତମେ ସବୁଲକ୍ ସୁକଲ୍ ଆଚାସ୍ ।”
Jhesus seide to hym, He that is waischun, hath no nede but that he waische the feet, but he is al clene; and ye ben clene, but not alle.
11 ୧୧ କାଇକେ ବଇଲେ ଜନ୍ ସିସ୍ ଜିସୁକେ ସତ୍ରୁମନ୍କେ ଦାରାଇଦେଇସି ତାକେ ଜିସୁ ଜାନି ରଇଲା । ସେଟାର୍ ପାଇ ସେ ଗଟେକ୍ ଲକ୍କେ ଚାଡି ସବୁଲକ୍ ସୁକଲ୍ ଆଚାସ୍ ବଲି କଇଲା ।
For he wiste, who `was he that schulde bitraye hym; therfor he seide, Ye ben not alle clene.
12 ୧୨ ଜିସୁ ସିସ୍ମନର୍ ପାଦ୍ ଦଇଲା ପଚେ ବେଟିରଇଲା ବସ୍ତର୍ ପିନ୍ଦିକରି ବସି ସେମନ୍କେ ପାଚାର୍ଲା, “ଏବେ ମୁଇ ତମର୍ ପାଇ କଲା କାମ୍ ବୁଜ୍ଲାସ୍ନି କି?”
And so aftir that he hadde waischun `the feet of hem, he took hise clothis; and whanne he was set to mete ayen, eft he seide to hem, Ye witen what Y haue don to you.
13 ୧୩ ଆରି ସେ କଇଲା, “ତମେ ମକେ ଗୁରୁ ଆରି ମାପ୍ରୁ ବଲି ଡାକ୍ଲାସ୍ନି, ସେଟା ଟିକ୍ସେ । କାଇକେ ବଇଲେ ଗୁରୁ ଆରି ମାପ୍ରୁ ମୁଇସେ ।”
Ye clepen me maistir and lord, and ye seien wel; for Y am.
14 ୧୪ ମୁଇ ତମର୍ ଗୁରୁ ଆରି ମାପ୍ରୁ ଅଇକରି, ତମର୍ ପାଦ୍ ଦଇଦେଲି ଆଚି ବଇଲେ ତମେ ମିସା ତମର୍ ତମର୍ ବିତ୍ରେ ପାଦ୍ ଦଇବାର୍ ଆଚେ ।
Therfor if Y, lord and maistir, haue waischun youre feet, and ye schulen waische oon anothers feet;
15 ୧୫ ମୁଇ ଏଟା ତମର୍ ପାଇ ଗଟେକ୍ ଉଦାଅରଣ୍ ପାରା କଲିଆଚି, ତମେ ମିସା ବିନ୍ ଲକ୍ମନ୍କେ ଏନ୍ତି କରା ।
for Y haue youun `ensaumple to you, `that as I haue do to you, so do ye.
16 ୧୬ ମୁଇ ତମ୍କେ ସତ୍ କାତା କଇଲିନି, ଗତିଦାଙ୍ଗ୍ଡା ନିଜର୍ ସାଉକାରର୍ ତେଇଅନି ବଡ୍ ନଏଁ । ଆରି କବର୍ ନେଉଁ କବର୍ ପାଟାଇଲା ଲକର୍ତେଇଅନି ବଡ୍ ନଏଁ ।
Treuli, treuli, Y seie to you, the seruaunt is not grettere than his lord, nether an apostle is grettere than he that sente hym.
17 ୧୭ ଜଦି ତମେ ଏ ସବୁ ବିସଇ ଜାନିଆଚାସ୍, ଆରି ସେ ଇସାବେ କର୍ସା ବଇଲେ ବେସି ସାର୍ଦା ଅଇସା ।
If ye witen these thingis, ye schulen be blessid, if ye doen hem.
18 ୧୮ ମୁଇ ତମର୍ ସବୁ ଲକର୍ ବିସଇ ନେଇକରି କଇନାଇ, ଜନ୍ ଲକ୍ମନ୍କେ ବାଚି ଆଚି, ସେମନ୍ କେନ୍ତି ବଲି ଜାନିଆଚି । ମାତର୍ ସାସ୍ତରେ ଲେକା ଅଇଲା କାତା ସିଦ୍ ଅଇବାକେ ଏନ୍ତି ଗଟ୍ନା ଅଇଲାନି । ସାସ୍ତରେ ଲେକା ଅଇଲା ଆଚେ ଜେ ମର୍ ସଙ୍ଗ୍ କାଇଲାନି ସେ ମର୍ ବିରଦେ ଉଟ୍ସି ।
Y seie not of `alle you, Y woot whiche Y haue chosun; but that the scripture be fulfillid, He that etith my breed, schal reise his heele ayens me.
19 ୧୯ ଏବେ ଏ ଗଟ୍ନା ଅଇବା ଆଗ୍ତୁସେ ମୁଇ ତମ୍କେ ଏ କାତା କଇଲିନି । ଜେଡେବେଲା ଏ ଗଟ୍ନା ଗଟ୍ସି, ତମେ ମୁଇ ମସିଅ ବଲି ବିସ୍ବାସ୍ କର୍ସା ।
Treuly, Y seie to you bifor it be don, that whanne it is don, ye bileue that Y am.
20 ୨୦ “ତମ୍କେ ସତ୍ କାତା କଇଲିନି, ଜନ୍ ଲକ୍ମନ୍ ମର୍ କବର୍ ନେବା ଲକ୍ମନ୍କେ ନାମ୍ବାଇ, ସେମନ୍ ମକେ ମିସା ନାମ୍ବାଇ, ଆରି ମକେ ପାଟାଇଲା ପର୍ମେସର୍କେ ମିସା ନାମ୍ବାଇ ।”
Treuli, treuli, Y seie to you, he that takith whom euere Y schal sende, resseyueth me; and he that resseyueth me, resseyueth hym that sente me.
21 ୨୧ ଜିସୁ ଏ ସବୁ କାତା କଇସାରାଇଲା ପଚେ, ଆତ୍ମାଇ ବାୟାବିକଲ୍ ଅଇ ପୁଟ୍କାର୍ କରି କଇଲା, “ମୁଇ ତମ୍କେ ସତ୍ କାତା କଇଲିନି, ତମର୍ ବିତ୍ରେଅନି ଗଟେକ୍ ଲକ୍ ମକେ ବିସ୍ବାସେ ବିସ୍ ଦେଲାପାରା କର୍ସି ।”
Whanne Jhesus hadde seid these thingis, he was troblid in spirit, and witnesside, and seide, Treuli, treuli, Y seie to you, that oon of you schal bitraye me.
22 ୨୨ ସେ ଏ କାତା, କାର୍ ବିସଇ ନେଇକରି କଇଲାନି ବଲି ସିସ୍ମନ୍ ବୁଜିନାପାରି ନିଜର୍ ନିଜର୍ ବିତ୍ରେ ଆର୍ ମୁଏ ସେ ତାର୍ ମୁଏ ଏ, ଦେକାଦେକି ଅଇବାର୍ ଦାର୍ଲାଇ ।
Therfor the disciplis lokiden togidere, doutynge of whom he seide.
23 ୨୩ ଜିସୁର୍ ସିସ୍ମନର୍ ବିତ୍ରେଅନି ଜଅନ୍, ଜାକେକି ଜିସୁ ମୁକିଅ ଇସାବେ ଆଲାଦ୍ କର୍ତେ ରଇଲା, ସେ ଜିସୁର୍ ଲଗେ ବସିକରି କାଇତେ ରଇଲା ।
And so oon of hise disciplis was restynge in the bosum of Jhesu, whom Jhesu louede.
24 ୨୪ ସିମନ୍ ପିତର୍ ଜଅନ୍କେ ସଗିଆ କରି କଇଲା, “ସେ କାର୍ ବିସଇ ନେଇକରି କଇଲାନି, ତାକେ ପାଚାର୍ ।”
Therfor Symount Petre bikeneth to hym, `and seith to hym, Who is it, of whom he seith?
25 ୨୫ ସେଟାର୍ ପାଇ ଜଅନ୍ ଜିସୁର୍ ଉପ୍ରେ ଆଉଜି ଅଇକରି ପାଚାର୍ଲା, “ଏ ମାପ୍ରୁ, ସେ ଲକ୍ କେ?”
And so whanne he hadde restid ayen on the brest of Jhesu, he seith to hym, Lord, who is it?
26 ୨୬ ଜିସୁ କଇଲା, “ମୁଇ ଏ ରୁଟି ଜଲେ ଚବାଲି ଜାକେ ଦେବି, ସେ ଲକ୍ ସେ ।” ସେବେଲେ ସେ ରୁଟି ଜଲେ ଚବାଲି କରି ସିମନ୍ ଇସ୍କାରିୟତର୍ ପିଲା ଜିଉଦାକେ ଦେଲା ।
Jhesus answerde, He it is, to whom Y schal areche a sop of breed. And whanne he hadde wet breed, he yaf to Judas of Symount Scarioth.
27 ୨୭ ଇସ୍କାରିୟତ୍ ଜିଉଦା ରୁଟି ମାଙ୍ଗ୍ଲା ଦାପ୍ରେ ସଇତାନ୍ ତାର୍ ମନ୍ ବିତ୍ରେ ଜାଇକରି ଚାଲାଇବାର୍ ଦାର୍ଲା । ଜିସୁ ସେ ବେଲାଇ ତାକେ କଇଲା, “ତୁଇ ଜାଇଟା କର୍ବାକେ ଗାଲୁସ୍ନି ବେଗି କର୍ ।”
And aftir the mussel, thanne Sathanas entride in to hym. And Jhesus seith to hym, That thing that thou doist, do thou swithe.
28 ୨୮ ଜିସୁ ଏ କାତା ଇସ୍କାରିୟତ୍ ଜିଉଦାକେ କାଇକେ କଇଲା, ତେଇ କାଇବାକେ ବସି ରଇଲା ଲକ୍ମନର୍ ବିତ୍ରେଅନି କେମିସା, ବୁଜି ନାପାର୍ଲାଇ ।
And noon of hem that saten at the mete wiste, wherto he seide to hym.
29 ୨୯ ଇସ୍କାରିୟତ୍ ଜିଉଦାର୍ ଲଗେ ଡାବୁ ପେଡି ରଇଲାଜେ କେତେଟା ସିସ୍ମନ୍ ପାଚାର୍ଲାଇ, “ପରବ୍ ପାଇ କାଇକାଇଟା ଦର୍କାର୍ ଆଚେ, ସେଟାର୍ପାଇ ନଇଲେ ଗରିବ୍ ଲକ୍ମନ୍କେ ଦାନ୍ଦେବାକେ ଜିସୁ ତାକେ କଇଲାଆଚେ ।”
For summe gessiden, for Judas hadde pursis, that Jhesus hadde seid to hym, Bie thou tho thingis, that ben nedeful to vs to the feeste dai, or that he schulde yyue sum thing to nedi men.
30 ୩୦ ତାର୍ ପଚେ ଇସ୍କାରିୟତ ଜିଉଦା ରୁଟି ମାଙ୍ଗି ଦାପ୍ରେ ବାରଇକରି ଉଟିଗାଲା । ସେ ବେଲେ ରାତି ଅଇରଇଲା ।
Therfor whanne he hadde takun the mussel, he wente out anoon; and it was nyyt.
31 ୩୧ ଇସ୍କାରିୟତ୍ ଜିଉଦା ବାରଇକରି ଉଟିଗାଲା ପଚେ ଜିସୁ କଇଲା, “ଏବେ ପର୍ମେସରର୍ ତେଇଅନି ଆଇଲା ନର୍ପିଲା ମୁଇ ତାର୍ଟାନେଅନି ଡାକ୍ପୁଟା ପାଇବା ବେଲା ଆସିଆଚେ । ଆରି ମର୍ ଲାଗି ପର୍ମେସର୍ ମିସା ଡାକ୍ପୁଟା ପାଇସି ।
And whanne he was gon out, Jhesus seide, Now mannus sone is clarified, and God is clarified in hym.
32 ୩୨ ଜଦି ପର୍ମେସର୍ ମର୍ତେଇଅନି ଡାକ୍ପୁଟା ଅଇଲେ, ନିଜର୍ ମଇମାସଙ୍ଗ୍ ନର୍ପିଲା ମକେ ମିସା ଡାକ୍ପୁଟା କରାଇସି । ଦାପ୍ରେସେ ମକେ ସେନ୍ତି କରାଇସି ।
If God is clarified in hym, God schal clarifie hym in hym silf, and anoon he schal clarifie hym.
33 ୩୩ ଏ ମର୍ ପିଲାମନ୍ ମୁଇ ତମର୍ ସଙ୍ଗ୍ ଚନେକର୍ପାଇ ରଇବି । ତାର୍ ପଚେ ତମେ ମକେ କଜ୍ସା, ଆରି ମୁଇ ଜନ୍ତି ଗାଲିନି ତମେ ତେଇ ଜାଇନାପାରାସ୍ । ଏ ବିସଇ ଜିଉଦି ନେତାମନ୍କେ ଜେନ୍ତି କଇରଇଲି, ସେନ୍ତି ଏବେ ତମ୍କେ ଆରିତରେକ୍ କଇଲିନି ।
Litle sones, yit a litil Y am with you; ye schulen seke me, and, as Y seide to the Jewis, Whidur Y go, ye moun not come; and to you Y seie now.
34 ୩୪ ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ ।
Y yyue to you a newe maundement, that ye loue togidir, as Y louede you, `and that ye loue togidir.
35 ୩୫ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।”
In this thing alle men schulen knowe, that ye ben my disciplis, if ye han loue togidere.
36 ୩୬ ସିମନ୍ ପିତର୍ ଜିସୁକେ ପାଚାର୍ଲା, “ଏ ମାପ୍ରୁ ତମେ କନ୍ତି ଗାଲାସ୍ନି?” ଜିସୁ କଇଲା, “ମୁଇ ଜନ୍ତି ଗାଲିନି ସେ ଜାଗାଇ ଏବେ ତୁଇ ଆସି ନାପାରୁସ୍ ମାତର୍ ପଚେ ଆଇସୁ ।”
Symount Petre seith to hym, Lord, whidur goist thou? Jhesus answeride, Whidur Y go, thou mayst not sue me now, but thou schalt sue afterward.
37 ୩୭ ପିତର୍ ଜିସୁକେ କଇଲା, “ଏ ମାପ୍ରୁ ଏବେ କାଇକେ ତମର୍ ପଚେ ପଚେ ଆସିନାପାରି? ମୁଇ ତମର୍ପାଇ ମର୍ବାକେ ମିସା ରାଜିଆଚି ।”
Petre seith to hym, Whi may Y not sue thee now? Y schal putte my lijf for thee.
38 ୩୮ ଜିସୁ ତାକେ କଇଲା, “ତୁଇ କାଇକେ ମର୍ପାଇ ମର୍ସୁ? ମୁଇ ତକେ ସତ୍ କାତା କଇଲିନି କୁକୁଡା ନ ଡାକ୍ତେ ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।”
Jhesus answeride, Thou schalt putte thi lijf for me? Treuli, treuli, Y seie to thee, the cok schal not crowe, til thou schalt denye me thries. And he seith to hise disciplis.