< ଜଅନ୍ 13 >
1 ୧ ନିସ୍ତାର୍ ପରବର୍ ଆଗ୍ତୁର୍ ଦିନ୍ ଅଇରଇଲା । ଜିସୁ, ଏ ଜଗତ୍ ଚାଡି ବାବା ପର୍ମେସରର୍ ଲଗେ ଜିବାକେ ତାର୍ ବେଲା କେଟ୍ଲାବେ ବଲି ଜାନିରଇଲା । ଦୁନିଆଇ ରଇବା ତାର୍ ସବୁ ଲକ୍ମନ୍କେ ସାରାସାରି ଜାକ ବେସି ଆଲାଦ୍ କର୍ତେରଇଲା ।
Fısıh Bayramı'ndan önceydi. İsa, bu dünyadan ayrılıp Baba'ya gideceği saatin geldiğini biliyordu. Dünyada kendisine ait olanları hep sevmişti; sonuna kadar da sevdi.
2 ୨ ସେଦିନର୍ ରାତି ଜିସୁ ଆରି ତାର୍ ସିସ୍ମନ୍ କାଇବାକେ ବସିରଇଲାଇ । ଜିସୁକେ ବିସ୍ବାସେ ବିସ୍ ଦେଲାପାରା କରାଇବା ଚିନ୍ତା, ସଇତାନ୍ ସିମନ୍ ଇସ୍କାରିୟତର୍ ପିଲା ଜିଉଦାର୍ ମନେ ପୁରିକରି ଦେଲା ।
Akşam yemeği sırasında İblis, Simun İskariot'un oğlu Yahuda'nın yüreğine İsa'ya ihanet etme isteğini koymuştu bile.
3 ୩ ବାବା ପର୍ମେସର୍, ତାକେ ସବୁ ବିସଇର୍ ଅଦିକାର୍ ଦେଇ ଆଚେ, ସେ ପର୍ମେସରର୍ ଟାନେଅନି ଆସିଆଚେ ଆରି ତାର୍ ଲଗେସେ ଜାଇସି, ବଲି ଜିସୁ ସବୁ ବିସଇ ଜାନିରଇଲା ।
İsa, Baba'nın her şeyi kendisine teslim ettiğini, kendisinin Tanrı'dan çıkıp geldiğini ve Tanrı'ya döneceğini biliyordu.
4 ୪ ତେବର୍ପାଇ ସେ କାଇବା ଜାଗାଇଅନି ଉଟିକରି ଅଡି ରଇବା ବସ୍ତର୍ ବେଟି ସଙ୍ଗଇ, ଆଁଟାଇ ଗଟେକ୍ ତୁଆଲ୍ ବାନ୍ଦିଅଇଲା ।
Yemekten kalktı, üstlüğünü bir yana koydu, bir havlu alıp beline doladı.
5 ୫ ତାର୍ ପଚେ ସେ ଗଟେକ୍ ମୁତାଇ ପାନିନେଲା ଆରି ନିଜର୍ ସିସ୍ମନର୍ ପାଦ୍ ଦଇକରି ବାନ୍ଦିଅଇଲା ତୁଆଲ୍ ବେଟି ପୁଚି ଦେବାର୍ ଦାର୍ଲା ।
Sonra bir leğene su doldurup öğrencilerin ayaklarını yıkamaya ve beline doladığı havluyla kurulamaya başladı.
6 ୬ ଜେଡେବେଲେ ଜିସୁ ସିମନ୍ ପିତରର୍ ଲଗେ ଆଇଲା, ପିତର୍ ତାକେ କଇଲା, “ମାପ୍ରୁ ତମେ ମର୍ ପାଦ୍ ଦଇସା କି?”
İsa, Simun Petrus'a geldi. Simun, “Ya Rab, ayaklarımı sen mi yıkayacaksın?” dedi.
7 ୭ ଜିସୁ ତାକେ କଇଲା, “ମୁଇ ଏବେ ଜାଇଟା କଲିନି, ସେଟା ତମେ ବୁଜି ନାପାରାସ୍, ମାତର୍ ପଚେ ବୁଜ୍ସା ।”
İsa ona şu yanıtı verdi: “Ne yaptığımı şimdi anlayamazsın, ama sonra anlayacaksın.”
8 ୮ ପିତର୍ ତାକେ ମନାକରି କଇଲା, “ନିଚୁ, ତମେ ମର୍ ପାଦ୍ ଦୁଆନାଇ ।” ଜିସୁ ତାକେ କଇଲା, “ମୁଇ ଜଦି ତର୍ ପାଦ୍ ନ ଦଇଲେ, କେବେ ମିସା ମର୍ ସିସ୍ ଅଇ ନାପାରୁସ୍ ।” (aiōn )
Petrus, “Benim ayaklarımı asla yıkamayacaksın!” dedi. İsa, “Yıkamazsam yanımda yerin olmaz” diye yanıtladı. (aiōn )
9 ୯ ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ସେନ୍ତାର୍ଆଲେ କାଇକେ ମର୍ ପାଦ୍ସେ ଦଇ ଦେଇସୁ? ମର୍ ମୁଣ୍ଡ୍ ଆରି ଆତ୍ ମିସା ଦଇଦିଆସ୍ ।”
Simun Petrus, “Ya Rab, o halde yalnız ayaklarımı değil, ellerimi ve başımı da yıka!” dedi.
10 ୧୦ ଜିସୁ ପିତର୍କେ କଇଲା, “ଜନ୍ ଲକ୍ମନ୍ ଗାଦଇ ସାରିଆଚତ୍, ସେମନ୍ ପୁରାପୁରୁନ୍ ସୁକଲ୍ । ପାଦ୍ ଦଇବାଟା ଚାଡି, କାଇଟା ଦଇବାର୍ ଲଡାନାଇ । ଗଟେକ୍ ଲକ୍କେ ଚାଡି, ତମେ ସବୁଲକ୍ ସୁକଲ୍ ଆଚାସ୍ ।”
İsa ona dedi ki, “Yıkanmış olan tamamen temizdir; ayaklarının yıkanmasından başka şeye ihtiyacı yoktur. Sizler temizsiniz, ama hepiniz değil.”
11 ୧୧ କାଇକେ ବଇଲେ ଜନ୍ ସିସ୍ ଜିସୁକେ ସତ୍ରୁମନ୍କେ ଦାରାଇଦେଇସି ତାକେ ଜିସୁ ଜାନି ରଇଲା । ସେଟାର୍ ପାଇ ସେ ଗଟେକ୍ ଲକ୍କେ ଚାଡି ସବୁଲକ୍ ସୁକଲ୍ ଆଚାସ୍ ବଲି କଇଲା ।
İsa, kendisine kimin ihanet edeceğini biliyordu. Bu nedenle, “Hepiniz temiz değilsiniz” demişti.
12 ୧୨ ଜିସୁ ସିସ୍ମନର୍ ପାଦ୍ ଦଇଲା ପଚେ ବେଟିରଇଲା ବସ୍ତର୍ ପିନ୍ଦିକରି ବସି ସେମନ୍କେ ପାଚାର୍ଲା, “ଏବେ ମୁଇ ତମର୍ ପାଇ କଲା କାମ୍ ବୁଜ୍ଲାସ୍ନି କି?”
Onların ayaklarını yıkadıktan sonra giyinip yine sofraya oturdu. “Size ne yaptığımı anlıyor musunuz?” dedi.
13 ୧୩ ଆରି ସେ କଇଲା, “ତମେ ମକେ ଗୁରୁ ଆରି ମାପ୍ରୁ ବଲି ଡାକ୍ଲାସ୍ନି, ସେଟା ଟିକ୍ସେ । କାଇକେ ବଇଲେ ଗୁରୁ ଆରି ମାପ୍ରୁ ମୁଇସେ ।”
“Siz beni Öğretmen ve Rab diye çağırıyorsunuz. Doğru söylüyorsunuz, öyleyim.
14 ୧୪ ମୁଇ ତମର୍ ଗୁରୁ ଆରି ମାପ୍ରୁ ଅଇକରି, ତମର୍ ପାଦ୍ ଦଇଦେଲି ଆଚି ବଇଲେ ତମେ ମିସା ତମର୍ ତମର୍ ବିତ୍ରେ ପାଦ୍ ଦଇବାର୍ ଆଚେ ।
Ben Rab ve Öğretmen olduğum halde ayaklarınızı yıkadım; öyleyse, sizler de birbirinizin ayaklarını yıkamalısınız.
15 ୧୫ ମୁଇ ଏଟା ତମର୍ ପାଇ ଗଟେକ୍ ଉଦାଅରଣ୍ ପାରା କଲିଆଚି, ତମେ ମିସା ବିନ୍ ଲକ୍ମନ୍କେ ଏନ୍ତି କରା ।
Size yaptığımın aynısını yapmanız için bir örnek gösterdim.
16 ୧୬ ମୁଇ ତମ୍କେ ସତ୍ କାତା କଇଲିନି, ଗତିଦାଙ୍ଗ୍ଡା ନିଜର୍ ସାଉକାରର୍ ତେଇଅନି ବଡ୍ ନଏଁ । ଆରି କବର୍ ନେଉଁ କବର୍ ପାଟାଇଲା ଲକର୍ତେଇଅନି ବଡ୍ ନଏଁ ।
Size doğrusunu söyleyeyim, köle efendisinden, elçi de kendisini gönderenden üstün değildir.
17 ୧୭ ଜଦି ତମେ ଏ ସବୁ ବିସଇ ଜାନିଆଚାସ୍, ଆରି ସେ ଇସାବେ କର୍ସା ବଇଲେ ବେସି ସାର୍ଦା ଅଇସା ।
Bildiğiniz bu şeyleri yaparsanız, ne mutlu size!”
18 ୧୮ ମୁଇ ତମର୍ ସବୁ ଲକର୍ ବିସଇ ନେଇକରି କଇନାଇ, ଜନ୍ ଲକ୍ମନ୍କେ ବାଚି ଆଚି, ସେମନ୍ କେନ୍ତି ବଲି ଜାନିଆଚି । ମାତର୍ ସାସ୍ତରେ ଲେକା ଅଇଲା କାତା ସିଦ୍ ଅଇବାକେ ଏନ୍ତି ଗଟ୍ନା ଅଇଲାନି । ସାସ୍ତରେ ଲେକା ଅଇଲା ଆଚେ ଜେ ମର୍ ସଙ୍ଗ୍ କାଇଲାନି ସେ ମର୍ ବିରଦେ ଉଟ୍ସି ।
“Hepiniz için söylemiyorum, ben seçtiklerimi bilirim. Ama, ‘Ekmeğimi yiyen bana ihanet etti’ diyen Kutsal Yazı'nın yerine gelmesi için böyle olacak.
19 ୧୯ ଏବେ ଏ ଗଟ୍ନା ଅଇବା ଆଗ୍ତୁସେ ମୁଇ ତମ୍କେ ଏ କାତା କଇଲିନି । ଜେଡେବେଲା ଏ ଗଟ୍ନା ଗଟ୍ସି, ତମେ ମୁଇ ମସିଅ ବଲି ବିସ୍ବାସ୍ କର୍ସା ।
Size şimdiden, bunlar olmadan önce söylüyorum ki, bunlar olunca, benim O olduğuma inanasınız.
20 ୨୦ “ତମ୍କେ ସତ୍ କାତା କଇଲିନି, ଜନ୍ ଲକ୍ମନ୍ ମର୍ କବର୍ ନେବା ଲକ୍ମନ୍କେ ନାମ୍ବାଇ, ସେମନ୍ ମକେ ମିସା ନାମ୍ବାଇ, ଆରି ମକେ ପାଟାଇଲା ପର୍ମେସର୍କେ ମିସା ନାମ୍ବାଇ ।”
Size doğrusunu söyleyeyim, benim gönderdiğim herhangi bir kimseyi kabul eden beni kabul etmiş olur. Beni kabul eden de beni göndereni kabul etmiş olur.”
21 ୨୧ ଜିସୁ ଏ ସବୁ କାତା କଇସାରାଇଲା ପଚେ, ଆତ୍ମାଇ ବାୟାବିକଲ୍ ଅଇ ପୁଟ୍କାର୍ କରି କଇଲା, “ମୁଇ ତମ୍କେ ସତ୍ କାତା କଇଲିନି, ତମର୍ ବିତ୍ରେଅନି ଗଟେକ୍ ଲକ୍ ମକେ ବିସ୍ବାସେ ବିସ୍ ଦେଲାପାରା କର୍ସି ।”
İsa bunları söyledikten sonra ruhunda derin bir sıkıntı duydu. Açıkça konuşarak, “Size doğrusunu söyleyeyim, sizden biri bana ihanet edecek” dedi.
22 ୨୨ ସେ ଏ କାତା, କାର୍ ବିସଇ ନେଇକରି କଇଲାନି ବଲି ସିସ୍ମନ୍ ବୁଜିନାପାରି ନିଜର୍ ନିଜର୍ ବିତ୍ରେ ଆର୍ ମୁଏ ସେ ତାର୍ ମୁଏ ଏ, ଦେକାଦେକି ଅଇବାର୍ ଦାର୍ଲାଇ ।
Öğrenciler, kimden söz ettiğini merak ederek birbirlerine baktılar.
23 ୨୩ ଜିସୁର୍ ସିସ୍ମନର୍ ବିତ୍ରେଅନି ଜଅନ୍, ଜାକେକି ଜିସୁ ମୁକିଅ ଇସାବେ ଆଲାଦ୍ କର୍ତେ ରଇଲା, ସେ ଜିସୁର୍ ଲଗେ ବସିକରି କାଇତେ ରଇଲା ।
Öğrencilerinden biri İsa'nın göğsüne yaslanmıştı. İsa onu severdi.
24 ୨୪ ସିମନ୍ ପିତର୍ ଜଅନ୍କେ ସଗିଆ କରି କଇଲା, “ସେ କାର୍ ବିସଇ ନେଇକରି କଇଲାନି, ତାକେ ପାଚାର୍ ।”
Simun Petrus bu öğrenciye, kimden söz ettiğini İsa'ya sorması için işaret etti.
25 ୨୫ ସେଟାର୍ ପାଇ ଜଅନ୍ ଜିସୁର୍ ଉପ୍ରେ ଆଉଜି ଅଇକରି ପାଚାର୍ଲା, “ଏ ମାପ୍ରୁ, ସେ ଲକ୍ କେ?”
O da İsa'nın göğsüne yaslanmış durumda, “Ya Rab, kimdir o?” diye sordu.
26 ୨୬ ଜିସୁ କଇଲା, “ମୁଇ ଏ ରୁଟି ଜଲେ ଚବାଲି ଜାକେ ଦେବି, ସେ ଲକ୍ ସେ ।” ସେବେଲେ ସେ ରୁଟି ଜଲେ ଚବାଲି କରି ସିମନ୍ ଇସ୍କାରିୟତର୍ ପିଲା ଜିଉଦାକେ ଦେଲା ।
İsa, “Lokmayı sahana batırıp kime verirsem odur” diye yanıtladı. Sonra lokmayı batırıp Simun İskariot'un oğlu Yahuda'ya verdi.
27 ୨୭ ଇସ୍କାରିୟତ୍ ଜିଉଦା ରୁଟି ମାଙ୍ଗ୍ଲା ଦାପ୍ରେ ସଇତାନ୍ ତାର୍ ମନ୍ ବିତ୍ରେ ଜାଇକରି ଚାଲାଇବାର୍ ଦାର୍ଲା । ଜିସୁ ସେ ବେଲାଇ ତାକେ କଇଲା, “ତୁଇ ଜାଇଟା କର୍ବାକେ ଗାଲୁସ୍ନି ବେଗି କର୍ ।”
Yahuda lokmayı alır almaz Şeytan onun içine girdi. İsa da ona, “Yapacağını tez yap!” dedi.
28 ୨୮ ଜିସୁ ଏ କାତା ଇସ୍କାରିୟତ୍ ଜିଉଦାକେ କାଇକେ କଇଲା, ତେଇ କାଇବାକେ ବସି ରଇଲା ଲକ୍ମନର୍ ବିତ୍ରେଅନି କେମିସା, ବୁଜି ନାପାର୍ଲାଇ ।
Sofrada oturanların hiçbiri, İsa'nın ona bu sözleri neden söylediğini anlamadı.
29 ୨୯ ଇସ୍କାରିୟତ୍ ଜିଉଦାର୍ ଲଗେ ଡାବୁ ପେଡି ରଇଲାଜେ କେତେଟା ସିସ୍ମନ୍ ପାଚାର୍ଲାଇ, “ପରବ୍ ପାଇ କାଇକାଇଟା ଦର୍କାର୍ ଆଚେ, ସେଟାର୍ପାଇ ନଇଲେ ଗରିବ୍ ଲକ୍ମନ୍କେ ଦାନ୍ଦେବାକେ ଜିସୁ ତାକେ କଇଲାଆଚେ ।”
Para kutusu Yahuda'da olduğundan, bazıları İsa'nın ona, “Bayram için bize gerekli şeyleri al” ya da, “Yoksullara bir şey ver” demek istediğini sandılar.
30 ୩୦ ତାର୍ ପଚେ ଇସ୍କାରିୟତ ଜିଉଦା ରୁଟି ମାଙ୍ଗି ଦାପ୍ରେ ବାରଇକରି ଉଟିଗାଲା । ସେ ବେଲେ ରାତି ଅଇରଇଲା ।
Yahuda lokmayı aldıktan hemen sonra dışarı çıktı. Gece olmuştu.
31 ୩୧ ଇସ୍କାରିୟତ୍ ଜିଉଦା ବାରଇକରି ଉଟିଗାଲା ପଚେ ଜିସୁ କଇଲା, “ଏବେ ପର୍ମେସରର୍ ତେଇଅନି ଆଇଲା ନର୍ପିଲା ମୁଇ ତାର୍ଟାନେଅନି ଡାକ୍ପୁଟା ପାଇବା ବେଲା ଆସିଆଚେ । ଆରି ମର୍ ଲାଗି ପର୍ମେସର୍ ମିସା ଡାକ୍ପୁଟା ପାଇସି ।
Yahuda dışarı çıkınca İsa, “İnsanoğlu şimdi yüceltildi” dedi. “Tanrı da O'nda yüceltildi.
32 ୩୨ ଜଦି ପର୍ମେସର୍ ମର୍ତେଇଅନି ଡାକ୍ପୁଟା ଅଇଲେ, ନିଜର୍ ମଇମାସଙ୍ଗ୍ ନର୍ପିଲା ମକେ ମିସା ଡାକ୍ପୁଟା କରାଇସି । ଦାପ୍ରେସେ ମକେ ସେନ୍ତି କରାଇସି ।
Tanrı O'nda yüceltildiğine göre, Tanrı da O'nu kendinde yüceltecek. Hem de hemen yüceltecektir.
33 ୩୩ ଏ ମର୍ ପିଲାମନ୍ ମୁଇ ତମର୍ ସଙ୍ଗ୍ ଚନେକର୍ପାଇ ରଇବି । ତାର୍ ପଚେ ତମେ ମକେ କଜ୍ସା, ଆରି ମୁଇ ଜନ୍ତି ଗାଲିନି ତମେ ତେଇ ଜାଇନାପାରାସ୍ । ଏ ବିସଇ ଜିଉଦି ନେତାମନ୍କେ ଜେନ୍ତି କଇରଇଲି, ସେନ୍ତି ଏବେ ତମ୍କେ ଆରିତରେକ୍ କଇଲିନି ।
Çocuklar! Kısa bir süre daha sizinleyim. Beni arayacaksınız, ama Yahudiler'e söylediğim gibi, şimdi size de söylüyorum, benim gideceğim yere siz gelemezsiniz.
34 ୩୪ ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ ।
Size yeni bir buyruk veriyorum: Birbirinizi sevin. Sizi sevdiğim gibi siz de birbirinizi sevin.
35 ୩୫ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।”
Birbirinize sevginiz olursa, herkes bununla benim öğrencilerim olduğunuzu anlayacaktır.”
36 ୩୬ ସିମନ୍ ପିତର୍ ଜିସୁକେ ପାଚାର୍ଲା, “ଏ ମାପ୍ରୁ ତମେ କନ୍ତି ଗାଲାସ୍ନି?” ଜିସୁ କଇଲା, “ମୁଇ ଜନ୍ତି ଗାଲିନି ସେ ଜାଗାଇ ଏବେ ତୁଇ ଆସି ନାପାରୁସ୍ ମାତର୍ ପଚେ ଆଇସୁ ।”
Simun Petrus O'na, “Ya Rab, nereye gidiyorsun?” diye sordu. İsa, “Gideceğim yere şimdi ardımdan gelemezsin, ama sonra geleceksin” diye yanıtladı.
37 ୩୭ ପିତର୍ ଜିସୁକେ କଇଲା, “ଏ ମାପ୍ରୁ ଏବେ କାଇକେ ତମର୍ ପଚେ ପଚେ ଆସିନାପାରି? ମୁଇ ତମର୍ପାଇ ମର୍ବାକେ ମିସା ରାଜିଆଚି ।”
Petrus, “Ya Rab, neden şimdi senin ardından gelemeyeyim? Senin için canımı veririm!” dedi.
38 ୩୮ ଜିସୁ ତାକେ କଇଲା, “ତୁଇ କାଇକେ ମର୍ପାଇ ମର୍ସୁ? ମୁଇ ତକେ ସତ୍ କାତା କଇଲିନି କୁକୁଡା ନ ଡାକ୍ତେ ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।”
İsa şöyle yanıtladı: “Benim için canını mı vereceksin? Sana doğrusunu söyleyeyim, horoz ötmeden beni üç kez inkâr edeceksin.”