< ଜଅନ୍ 14 >
1 ୧ ଆରି ଜିସୁ କଇଲା, “ତମେ କିଲ୍ବିଲ୍ ନ ଉଆ, ପର୍ମେସରର୍ଟାନେ ବିସ୍ବାସ୍ କରା । ଆରି ମର୍ଟାନେ ମିସା ବିସ୍ବାସ୍ କରା ।
Uw hart worde niet ontsteld. Gij gelooft in God; gelooft ook in Mij.
2 ୨ ମର୍ ବାବାର୍ ଗରେ ରଇବାକେ ବେସି ବାକ୍ରା ଆଚେ । ଆରି ତେଇ ମୁଇ ତମର୍ ପାଇ ଜାଗା ଟିକ୍ କର୍ବାର୍ ଗାଲିନି । ଜଦି ଏଟା ସତ୍ ନଇତା ଆଲେ, ମୁଇ ତମ୍କେ ଏନ୍ତି ବଲି ନ କଇତି ।
In het huis van mijn Vader zijn vele woningen. Wanneer dit zo niet was, dan zou Ik het u hebben gezegd; want Ik ga er juist heen, om u een plaats te bereiden.
3 ୩ ଆରି ମୁଇ ଜାଇ ତମର୍ ପାଇ ଜାଗା ଟିକ୍ କଲା ପଚେ, ଆରି ତରେକ୍ ବାଉଡି ଆସି ତମ୍କେ ମର୍ ସଙ୍ଗ୍ ଡାକିନେବି । ମୁଇ ଜନ୍ ଜାଗାଇ ରଇବି, ସେ ଜାଗାଇ ତମେ ମର୍ ସଙ୍ଗ୍ ରଇସା ।
En wanneer Ik zal zijn heengegaan en u een plaats zal hebben bereid, dan kom Ik terug, en zal u tot Mij nemen; opdat ook gij moogt zijn, waar Ikzelf ben.
4 ୪ ମୁଇ ଜନ୍ ଜାଗାଇ ଗାଲିନି, ତମେ ସେ ଜାଗାଇ ଜିବା ବାଟ୍ ଜାନିଆଚାସ୍ ।”
Gij kent de weg naar de plaats, waar Ik heenga. —
5 ୫ ତମା ଜିସୁକେ କଇଲା, “ଏ ମାପ୍ରୁ ତମେ କନ୍ ଜାଗାଇ ଗାଲୁସ୍ନି, ସେଟା ଆମେ ନାଜାନୁ, ଆରି ତେଇ ଜିବା ବାଟ୍ କେନ୍ତି ଜାନ୍ବୁ?”
Tomas zei Hem: Heer, we weten niet eens, waar Gij heengaat; hoe zouden we dan de weg kennen?
6 ୬ ଜିସୁ ତାକେ କଇଲା, “ମୁଇ ସତ୍, ବାଟ୍ ଆରି ଜିବନ୍ । ମର୍ବାଟେ ନ ଗାଲେ ବାବା ପର୍ମେସର୍ ଲଗେ କେ ମିସା ଜାଇନାପାରେ ।”
Jesus sprak tot hem: Ik ben de weg, de waarheid en het leven; niemand komt tot den Vader, dan door Mij.
7 ୭ ସେ କଇଲା, “ଜଦି ତମେ ମକେ ଜାନିରଇତାସ୍ ବଇଲେ, ମର୍ ବାବାକେ ମିସା ଜାନ୍ତାସ୍ । ଏବେ ମିସା ତମେ ତାକେ ଜାନ୍ଲାସ୍ନି ଆରି ଦେକ୍ଲାସ୍ନି ।”
Daar gij nu Mij hebt gekend, zult gij ook den Vader kennen; van dit ogenblik af kent gij Hem, en hebt gij Hem gezien. —
8 ୮ ପିଲିପ୍ ଜିସୁକେ କଇଲା, “ଏ ମାପ୍ରୁ ଆମ୍କେ ବାବାକେ ଦେକାଇ ଦେ, ସେତ୍କିସେ ଆମର୍ପାଇ ବେସି ।”
Filippus zei Hem: Heer, laat ons den Vader zien; dan zijn we tevreden.
9 ୯ ଜିସୁ ତାକେ କଇଲା, “ପିଲିପ୍ ଏତ୍କି ଦିନ୍ ମୁଇ ତମର୍ ସଙ୍ଗ୍ ରଇଲି, ତୁଇ ମକେ ଚିନି ନାପାର୍ଲୁସ୍ କି?” ଜେ ମକେ ଦେକ୍ଲା ଆଚେ ସେ ମର୍ ବାବା ପର୍ମେସର୍କେ ଦେକ୍ଲା ଆଚେ । କେନ୍ତି ଆମ୍କେ ତର୍ ବାବାକେ ଦେକାଇ ଦେ ବଲି କଇଲୁସ୍ନି?
Jesus sprak tot hem: Zo lange tijd ben Ik bij u, en kent ge Mij nog niet, Filippus? Wie Mij heeft gezien, heeft den Vader gezien; hoe zegt ge dan: Laat ons den Vader zien?
10 ୧୦ ତୁଇ ବିସ୍ବାସ୍ କୁରୁସ୍ ନାଇ କି ପିଲିପ୍? ମୁଇ ବାବାର୍ ତେଇ ଆଚି ଆରି ବାବା ମର୍ଟାନେ ଆଚେ । ମୁଇ ତମ୍କେ ଜନ୍ କାତା ସବୁ କଇଲିଆଚି, ସେ ସବୁ କାତା ମର୍ ନିଜର୍ତେଇଅନି କଇନାଇ । ମାତର୍ ବାବା ମର୍ତେଇ ରଇକରି ତାର୍ କାମ୍, ମର୍ଟାନେଅନି କଲାନି ।
Gelooft gij dan niet, dat Ik in den Vader ben, en de Vader in Mij? De woorden, die Ik u toespreek, zeg Ik niet uit Mijzelf; het is de Vader, die in Mij blijft, die zelf de werken verricht.
11 ୧୧ ମୁଇ ବାବାର୍ତେଇ ଆଚି ଆରି ବାବା ମର୍ଟାନେ ଆଚେ ବଲି ମୁଇ କଇବା ଏ କାତା ବିସ୍ବାସ୍ କରା । ନଇଲେ ମୁଇ କର୍ବା କାମ୍ ଦେକି ବିସ୍ବାସ୍ କରା ।
Gelooft het van Mij: Ik ben in den Vader, en de Vader is in Mij.
12 ୧୨ ମୁଇ ତମ୍କେ ସତ୍ କଇଲିନି, ଜେ ମକେ ବିସ୍ବାସ୍ କର୍ସି ସେ, ମୁଇ କର୍ବା ଏନ୍ତି କାମ୍ମନ୍ କର୍ସି ଆରି ମର୍ତେଇଅନି ଅଦିକ୍ ବଡ୍ ବଡ୍ କାମ୍ମନ୍ ମିସା କର୍ସି । କାଇକେ ବଇଲେ ମୁଇ ମର୍ ବାବାର୍ ଲଗେ ଗାଲିନି ।
Zo niet; gelooft het dan op grond van de werken. Voorwaar, voorwaar, Ik zeg u: Wie in Mij gelooft, ook hij zal de werken doen, die Ik zelf verricht; en zelfs grotere zal hij doen. Want Ik ga naar den Vader;
13 ୧୩ ତମେ ମର୍ ନାଉଁଦାରି ଜାଇଟା ମାଙ୍ଗ୍ସା ସେଟା ସବୁ ମୁଇ ତମ୍କେ ଦେବି । ଇତିଅନି ବାବାର୍ ଡାକ୍ପୁଟା ମର୍ତେଇ ଜାନାପଡ୍ସି ।
en alles zal Ik doen, wat gij Hem zult vragen in mijn naam, opdat de Vader verheerlijkt wordt in den Zoon.
14 ୧୪ ତମେ ଜଦି କାଇ ବିସଇ ମିସା ମର୍ ନାଉଁଦାରି ମାଙ୍ଗ୍ସା ବଇଲେ ମୁଇ ସେଟା ଦେବି ।
Wanneer gij ook Mij in mijn naam iets zult vragen, dan zal Ik het doen. —
15 ୧୫ ତମେ ଜଦି ମକେ ଆଲାଦ୍ କର୍ସା, ମର୍ ଆଦେସ୍ ମିସା ମାନ୍ସା ।
Zo gij Mij liefhebt, onderhoudt dan mijn geboden.
16 ୧୬ ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି । (aiōn )
Dan zal Ik den Vader bidden, en Hij zal u een anderen Helper geven, om bij u te blijven voor eeuwig. (aiōn )
17 ୧୭ ସେ ଅଇଲାନି ସତ୍ ଆତ୍ମା, ଜେକି ସତ୍ସଙ୍ଗ୍ ପର୍ମେସରର୍ ବିସଇ ଦେକାଇସି । ଏ ଦୁନିଆର୍ ଲକ୍ମନ୍ ତାକେ ନ ନାମତ୍, କାଇକେ ବଇଲେ ତାକେ ଦେକତ୍ ନାଇ କି ଜାନତ୍ ନାଇ । ମାତର୍ ତମେ ତାକେ ଜାନି ଆଚାସ୍ । କାଇକେ ବଇଲେ ସେ ତମର୍ ସଙ୍ଗ୍ ଆଚେ ଆରି ତମର୍ ମନ୍ ବିତ୍ରେ ରଇସି ।
Het is de Geest der waarheid, dien de wereld niet kan ontvangen, omdat ze Hem ziet noch kent; gij echter kent Hem; want Hij blijft bij u, en is in u. —
18 ୧୮ ମୁଇ ଜେଡେବଲ୍ ଜିବି, ତମ୍କେ ଟୁରା ପିଲାମନର୍ ପାରା କରି ଚାଡି ନ ଜାଇ । ଆରିତରେକ୍ ତମର୍ ଲଗେ ବାଉଡି ଆଇବି ।
Ik zal u niet als wezen achterlaten; Ik kom tot u terug.
19 ୧୯ ଚନେକ୍ ଗାଲେ ଦୁନିଆ ଆରି ମକେ ଦେକିନାପାରେ । ମାତର୍ ତମେ ଦେକ୍ସା, କାଇକେ ବଇଲେ ମୁଇ ସବୁବେଲେ ଜିବନ୍ ରଇବି, ଆରି ତମେ ମିସା ଜିବନ୍ ରଇସା ।
Nog korte tijd en de wereld aanschouwt Mij niet meer; gij echter aanschouwt Mij. Want Ik leef, en ook gij zult leven.
20 ୨୦ ସେ ଦିନ୍ ଆଇଲେ ତମେ ଜାନ୍ସା, ମୁଇ ବାବାର୍ ଲଗେ, ତମେ ମର୍ ଲଗେ, ଆରି ମୁଇ ତମର୍ ଲଗେ ସବୁବେଲେ ରଇବି ।
Op die dag zult gij erkennen, dat Ik in mijn Vader ben, en gij in Mij, en Ik in u. —
21 ୨୧ “ଜେ ମର୍ ଆଦେସ୍ ମାନ୍ସି, ସେ ଆକା ମକେ ଆଲାଦ୍ କର୍ସି । ଜେ ମକେ ଆଲାଦ୍ କର୍ସି, ମର୍ ବାବା ତାକେ ଆଲାଦ୍ କର୍ସି । ମୁଇ ମିସା ତାକେ ଆଲାଦ୍ କରି ନିଜ୍କେ ତାର୍ଟାନେ ଦେକାଇଅଇବି ।”
Wie mijn geboden heeft en ze onderhoudt, hij is het, die Mij liefheeft; maar wie Mij liefheeft, zal door mijn Vader worden bemind, en ook Ikzelf zal hem beminnen en Mij aan hem openbaren.
22 ୨୨ ତାର୍ ପଚେ ଜିଉଦା, ଇସ୍କାରିୟତ୍ ଜିଉଦା ନଏଁ, କଇଲା “ଏ ମାପ୍ରୁ ଏଟା କେନ୍ତି ଅଇସି? ତମେ ନିଜ୍କେ ଦୁନିଆଇ ଦେକାଇ ନ ଅଇ ଆମର୍ ଲଗେ କେନ୍ତି ଦେକାଇଅଇସା?”
Judas, maar niet de Iskáriot, sprak tot Hem: Heer, hoe komt het, dat Gij U wel aan ons wilt openbaren, maar niet aan de wereld?
23 ୨୩ ଜିସୁ ତାକେ କଇଲା, “ଜନ୍ ଲକ୍ ମକେ ଆଲାଦ୍ କର୍ସି ସେ ମୁଇ ସିକାଇବା ବାକିଅ ମାନ୍ସି । ସେନ୍ତି କଲେ ମର୍ ବାବା ପର୍ମେସର୍ ତାକେ ଆଲାଦ୍ କର୍ସି । ବାବା ଆରି ମୁଇ ଆସି ସେ ଲକର୍ ଟାନେ ରଇବୁ ।
Jesus antwoordde hem: Zo iemand Mij liefheeft, zal hij mijn woord onderhouden; dan zal mijn Vader ook hem beminnen, en Wij zullen tot hem komen, en ons verblijf bij hem nemen.
24 ୨୪ ଜେ ମକେ ଆଲାଦ୍ ନ କରେ, ସେ ମର୍ ବାକିଅ ନ ମାନେ । ଆରି ମୁଇ କଇବା ଏ କାତା ସବୁ ମର୍ତେଇ ଅନି ନଏଁ, ମାତର୍ ମକେ ପାଟାଇଲା ମର୍ ବାବାର୍ ତେଇଅନି କଇଲିନି ।”
Wie Mij niet liefheeft, onderhoudt mijn woorden niet; welnu het woord, dat gij hoort, is niet het mijne, maar dat van den Vader, die Mij heeft gezonden.
25 ୨୫ ମୁଇ ତମର୍ ଲଗେ ରଇକରିସେ ଏ ସବୁ କାତା କଇଲିନି ।
Dit alles heb Ik u gezegd, terwijl Ik nog bij u was.
26 ୨୬ ମାତର୍ ପର୍ମେସର୍ ଜନ୍ ସାଇଜକାରିଆ ସୁକଲ୍ ଆତ୍ମାକେ ମର୍ ନାଉଁ ଦାରି ତମର୍ ଲଗେ ପାଟାଇସି, ସେ ତମ୍କେ ସବୁ ବିସଇ ସିକାଇଦେଇସି ଆରି ମୁଇ ଜନ୍ ଜନ୍ କାତା କଇଲିଆଚି ସେଟା ସବୁ ତମ୍କେ ଏତାଇ ଦେଇସି ।
Maar de Helper, de Heilige Geest, dien de Vader zal zenden in mijn naam, Hij zal u alles leren en alles u in herinnering brengen, wat Ik u heb gezegd.
27 ୨୭ “ମୁଇ ତମ୍କେ ସାନ୍ତି ଦେଇକରି ଗାଲିନି । ମର୍ ନିଜର୍ ସାନ୍ତି ତମ୍କେ ଦାନ୍ ଦେଇକରି ଗାଲିନି । ଏଟା ଦୁନିଆ ଦାନ୍ ଦେଲାପାରା ସାନ୍ତି ନଏଁ । ସେଟାର୍ ପାଇ ଚିନ୍ତା କରା ନାଇ କି କିଲ୍ବିଲ୍ ଅଇ ଡରା ନାଇ ।
Vrede laat Ik u na, mijn vrede geef Ik u; niet zoals de wereld die geeft, geef Ik hem u. Uw hart zij ontsteld, noch bevreesd. —
28 ୨୮ ମୁଇ ଜାଇଟା କଇରଇଲି, ସେଟା ସୁନିଆଚାସ୍ । ମୁଇ ଗାଲିନି ମାତର୍ ଆରି ତରେକ୍ ବାଉଡି ଆଇବି । ମକେ ଜଦି ଆଲାଦ୍ କର୍ତାସ୍ ବଇଲେ, ମୁଇ ବାବାର୍ ଲଗେ ଗାଲିନି ବଲି ସୁନି ସାର୍ଦା ଅଇତାସ୍, କାଇକେ ବଇଲେ ମର୍ ବାବା ମର୍ତେଇଅନି ବଡ୍ ।
Gij hebt gehoord, dat Ik u zeide: Ik ga heen, maar Ik kom tot u terug. Zo gij Mij liefhadt, zoudt gij u verheugen, dat Ik naar den Vader ga; want de Vader is groter dan Ik. —
29 ୨୯ ଜାଇଟା ସବୁ ଗଟ୍ବାର୍ ଆଚେ ସେଟା ସବୁ ମୁଇ ତମ୍କେ ଆଗ୍ତୁ ଜାନାଇଦେଲି । ଜେନ୍ତିକି ସେଟା ସବୁ ଗଟ୍ଲେ, ତମେ ମକେ ବିସ୍ବାସ୍ କର୍ସା ।
En nu, eer het geschied is, heb Ik het u gezegd; opdat gij moogt geloven, wanneer het geschiedt.
30 ୩୦ ମୁଇ ତମର୍ ସଙ୍ଗ୍ ଆରି ଅଦିକ୍ ପର୍ କାତାବାର୍ତା କରି ନାପାରି । କାଇକେ ବଇଲେ, ଏ ଦୁନିଆର୍ ସାସନ୍କାରିଆ ଆଇଲାନି । ଆରି ମର୍ଟାନେ ତାର୍ କାଇ ଅଦିକାର୍ ନାଇ ।
Ik zal niet veel meer met u spreken; want de vorst van de wereld is op komst. Zeker, hij vermag niets tegen Mij;
31 ୩୧ ମୁଇ ମର୍ ବାବାକେ ଆଲାଦ୍ କଲିନି ଆରି ବାବାର୍ ଆଦେସ୍ ଇସାବେ କାମ୍ କଲିନି, ଏଟା ଦୁନିଆର୍ ଲକ୍ମନ୍ ଜାନତ୍ ବଲି ଏନ୍ତି ଗଟ୍ନା ଅଇଲାନି । ଜୁ, ଆମେ ଏ ଜାଗାଇଅନି ବାରଇ ଉଟି ଜୁ ।”
maar de wereld moet weten, dat Ik den Vader bemin, en dat Ik volbreng, wat de Vader Mij bevolen heeft. Staat op; laten we heengaan.