< ଜଅନ୍ 14 >
1 ୧ ଆରି ଜିସୁ କଇଲା, “ତମେ କିଲ୍ବିଲ୍ ନ ଉଆ, ପର୍ମେସରର୍ଟାନେ ବିସ୍ବାସ୍ କରା । ଆରି ମର୍ଟାନେ ମିସା ବିସ୍ବାସ୍ କରା ।
Yesu ka kyerɛɛ nʼasuafo no se, “Mommma mo koma ntu. Munnye Onyankopɔn nni na munnye me nso nni.
2 ୨ ମର୍ ବାବାର୍ ଗରେ ରଇବାକେ ବେସି ବାକ୍ରା ଆଚେ । ଆରି ତେଇ ମୁଇ ତମର୍ ପାଇ ଜାଗା ଟିକ୍ କର୍ବାର୍ ଗାଲିନି । ଜଦି ଏଟା ସତ୍ ନଇତା ଆଲେ, ମୁଇ ତମ୍କେ ଏନ୍ତି ବଲି ନ କଇତି ।
Tenabea bebree wɔ mʼAgya fi, ɛno nti merekɔ akosiesie baabi ama mo. Sɛ asɛm a mereka yi nyɛ nokware a anka merenka nkyerɛ mo.
3 ୩ ଆରି ମୁଇ ଜାଇ ତମର୍ ପାଇ ଜାଗା ଟିକ୍ କଲା ପଚେ, ଆରି ତରେକ୍ ବାଉଡି ଆସି ତମ୍କେ ମର୍ ସଙ୍ଗ୍ ଡାକିନେବି । ମୁଇ ଜନ୍ ଜାଗାଇ ରଇବି, ସେ ଜାଗାଇ ତମେ ମର୍ ସଙ୍ଗ୍ ରଇସା ।
Na sɛ mekɔ na mikosiesie baabi ma mo a, mɛsan aba abɛfa mo akɔ na me ne mo akɔtena.
4 ୪ ମୁଇ ଜନ୍ ଜାଗାଇ ଗାଲିନି, ତମେ ସେ ଜାଗାଇ ଜିବା ବାଟ୍ ଜାନିଆଚାସ୍ ।”
Munim faako a merekɔ no ne ɔkwan ko a mobɛfa so aba hɔ bi.”
5 ୫ ତମା ଜିସୁକେ କଇଲା, “ଏ ମାପ୍ରୁ ତମେ କନ୍ ଜାଗାଇ ଗାଲୁସ୍ନି, ସେଟା ଆମେ ନାଜାନୁ, ଆରି ତେଇ ଜିବା ବାଟ୍ କେନ୍ତି ଜାନ୍ବୁ?”
Toma bisaa no se, “Awurade yennim faako a worekɔ na yɛbɛyɛ dɛn ahu ɔkwan aba hɔ bi?”
6 ୬ ଜିସୁ ତାକେ କଇଲା, “ମୁଇ ସତ୍, ବାଟ୍ ଆରି ଜିବନ୍ । ମର୍ବାଟେ ନ ଗାଲେ ବାବା ପର୍ମେସର୍ ଲଗେ କେ ମିସା ଜାଇନାପାରେ ।”
Yesu buae se, “Mene ɔkwan ne nokware ne nkwa no; obi ntumi nkɔ Agya no hɔ, gye sɛ ɔfa me so.”
7 ୭ ସେ କଇଲା, “ଜଦି ତମେ ମକେ ଜାନିରଇତାସ୍ ବଇଲେ, ମର୍ ବାବାକେ ମିସା ଜାନ୍ତାସ୍ । ଏବେ ମିସା ତମେ ତାକେ ଜାନ୍ଲାସ୍ନି ଆରି ଦେକ୍ଲାସ୍ନି ।”
Yesu kaa bio se, “Afei a moahu onipa ko a meyɛ yi, saa ara nso na mubehu mʼAgya no, na efi saa bere yi munim no, efisɛ moahu no!”
8 ୮ ପିଲିପ୍ ଜିସୁକେ କଇଲା, “ଏ ମାପ୍ରୁ ଆମ୍କେ ବାବାକେ ଦେକାଇ ଦେ, ସେତ୍କିସେ ଆମର୍ପାଇ ବେସି ।”
Filipo bisaa no se, “Awurade, kyerɛ yɛn Agya no, efisɛ nea yɛrehwehwɛ ara ne no.”
9 ୯ ଜିସୁ ତାକେ କଇଲା, “ପିଲିପ୍ ଏତ୍କି ଦିନ୍ ମୁଇ ତମର୍ ସଙ୍ଗ୍ ରଇଲି, ତୁଇ ମକେ ଚିନି ନାପାର୍ଲୁସ୍ କି?” ଜେ ମକେ ଦେକ୍ଲା ଆଚେ ସେ ମର୍ ବାବା ପର୍ମେସର୍କେ ଦେକ୍ଲା ଆଚେ । କେନ୍ତି ଆମ୍କେ ତର୍ ବାବାକେ ଦେକାଇ ଦେ ବଲି କଇଲୁସ୍ନି?
Yesu buaa no se, “Filipo, enti me ne mo nantewee dedaada yi, wunnim onipa ko a meyɛ? Obiara a onim onipa ko a meyɛ no nim mʼAgya no. Adɛn nti na woka se, ‘Kyerɛ yɛn Agya’ no?
10 ୧୦ ତୁଇ ବିସ୍ବାସ୍ କୁରୁସ୍ ନାଇ କି ପିଲିପ୍? ମୁଇ ବାବାର୍ ତେଇ ଆଚି ଆରି ବାବା ମର୍ଟାନେ ଆଚେ । ମୁଇ ତମ୍କେ ଜନ୍ କାତା ସବୁ କଇଲିଆଚି, ସେ ସବୁ କାତା ମର୍ ନିଜର୍ତେଇଅନି କଇନାଇ । ମାତର୍ ବାବା ମର୍ତେଇ ରଇକରି ତାର୍ କାମ୍, ମର୍ଟାନେଅନି କଲାନି ।
Filipo wunnye nni sɛ mewɔ Agya no mu na Agya no nso wɔ me mu ana? Yesu san ka kyerɛɛ nʼasuafo no se, nsɛm a maka akyerɛ mo no mfi mʼankasa. Agya a ɔte me mu no na ɔnam me so yɛ nʼadwuma.
11 ୧୧ ମୁଇ ବାବାର୍ତେଇ ଆଚି ଆରି ବାବା ମର୍ଟାନେ ଆଚେ ବଲି ମୁଇ କଇବା ଏ କାତା ବିସ୍ବାସ୍ କରା । ନଇଲେ ମୁଇ କର୍ବା କାମ୍ ଦେକି ବିସ୍ବାସ୍ କରା ।
Munnye me nni sɛ mewɔ Agya no mu na Agya no nso wɔ me mu. Sɛ munnnye nsɛm a maka no nni a, nnwuma a mayɛ no nti, munnye nni.
12 ୧୨ ମୁଇ ତମ୍କେ ସତ୍ କଇଲିନି, ଜେ ମକେ ବିସ୍ବାସ୍ କର୍ସି ସେ, ମୁଇ କର୍ବା ଏନ୍ତି କାମ୍ମନ୍ କର୍ସି ଆରି ମର୍ତେଇଅନି ଅଦିକ୍ ବଡ୍ ବଡ୍ କାମ୍ମନ୍ ମିସା କର୍ସି । କାଇକେ ବଇଲେ ମୁଇ ମର୍ ବାବାର୍ ଲଗେ ଗାଲିନି ।
Mereka nokware akyerɛ mo, obiara a ogye me di no bɛyɛ nnwuma a meyɛ no bi na mpo ɔbɛyɛ nnwuma akɛseakɛse, efisɛ merekɔ mʼAgya no nkyɛn.
13 ୧୩ ତମେ ମର୍ ନାଉଁଦାରି ଜାଇଟା ମାଙ୍ଗ୍ସା ସେଟା ସବୁ ମୁଇ ତମ୍କେ ଦେବି । ଇତିଅନି ବାବାର୍ ଡାକ୍ପୁଟା ମର୍ତେଇ ଜାନାପଡ୍ସି ।
Na biribiara a mubebisa wɔ me din mu no, mɛyɛ ama mo, sɛnea ɛbɛyɛ a Agya no anuonyam nam ne Ba no so bɛda adi.
14 ୧୪ ତମେ ଜଦି କାଇ ବିସଇ ମିସା ମର୍ ନାଉଁଦାରି ମାଙ୍ଗ୍ସା ବଇଲେ ମୁଇ ସେଟା ଦେବି ।
Biribiara a mode me din bebisa no, mɛyɛ ama mo.”
15 ୧୫ ତମେ ଜଦି ମକେ ଆଲାଦ୍ କର୍ସା, ମର୍ ଆଦେସ୍ ମିସା ମାନ୍ସା ।
“Sɛ modɔ me a munni mʼahyɛde so.
16 ୧୬ ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି । (aiōn )
Mebisa Agya no na wama mo ɔboafo foforo a ɔne Honhom Kronkron no a ɔda Onyankopɔn nokware nyinaa adi no na ɔne mo atena daa. (aiōn )
17 ୧୭ ସେ ଅଇଲାନି ସତ୍ ଆତ୍ମା, ଜେକି ସତ୍ସଙ୍ଗ୍ ପର୍ମେସରର୍ ବିସଇ ଦେକାଇସି । ଏ ଦୁନିଆର୍ ଲକ୍ମନ୍ ତାକେ ନ ନାମତ୍, କାଇକେ ବଇଲେ ତାକେ ଦେକତ୍ ନାଇ କି ଜାନତ୍ ନାଇ । ମାତର୍ ତମେ ତାକେ ଜାନି ଆଚାସ୍ । କାଇକେ ବଇଲେ ସେ ତମର୍ ସଙ୍ଗ୍ ଆଚେ ଆରି ତମର୍ ମନ୍ ବିତ୍ରେ ରଇସି ।
Wiase rentumi nnye no, efisɛ wonhu no, na wonnim no. Nanso mo de, munim no, efisɛ ɔne mo na ɛte.
18 ୧୮ ମୁଇ ଜେଡେବଲ୍ ଜିବି, ତମ୍କେ ଟୁରା ପିଲାମନର୍ ପାରା କରି ଚାଡି ନ ଜାଇ । ଆରିତରେକ୍ ତମର୍ ଲଗେ ବାଉଡି ଆଇବି ।
Merennyaw mo sɛ ayisaa; mɛsan aba mo nkyɛn bio.
19 ୧୯ ଚନେକ୍ ଗାଲେ ଦୁନିଆ ଆରି ମକେ ଦେକିନାପାରେ । ମାତର୍ ତମେ ଦେକ୍ସା, କାଇକେ ବଇଲେ ମୁଇ ସବୁବେଲେ ଜିବନ୍ ରଇବି, ଆରି ତମେ ମିସା ଜିବନ୍ ରଇସା ।
Ɛrenkyɛ biara nnipa renhu me bio, nanso mo de, mubehu me; na esiane sɛ mete ase no nti mo nso mobɛtena ase.
20 ୨୦ ସେ ଦିନ୍ ଆଇଲେ ତମେ ଜାନ୍ସା, ମୁଇ ବାବାର୍ ଲଗେ, ତମେ ମର୍ ଲଗେ, ଆରି ମୁଇ ତମର୍ ଲଗେ ସବୁବେଲେ ରଇବି ।
Na da a mɛsɔre afi awufo mu no du a, mubehu sɛ mewɔ mʼAgya no mu na mo nso mowɔ me mu, sɛnea me nso mewɔ mo mu no.
21 ୨୧ “ଜେ ମର୍ ଆଦେସ୍ ମାନ୍ସି, ସେ ଆକା ମକେ ଆଲାଦ୍ କର୍ସି । ଜେ ମକେ ଆଲାଦ୍ କର୍ସି, ମର୍ ବାବା ତାକେ ଆଲାଦ୍ କର୍ସି । ମୁଇ ମିସା ତାକେ ଆଲାଦ୍ କରି ନିଜ୍କେ ତାର୍ଟାନେ ଦେକାଇଅଇବି ।”
Obiara a odi mʼahyɛde so no ne obi a ɔdɔ me. Obiara a ɔdɔ me no mʼAgya bɛdɔ no, na me nso mɛdɔ no na mada me ho adi akyerɛ no.”
22 ୨୨ ତାର୍ ପଚେ ଜିଉଦା, ଇସ୍କାରିୟତ୍ ଜିଉଦା ନଏଁ, କଇଲା “ଏ ମାପ୍ରୁ ଏଟା କେନ୍ତି ଅଇସି? ତମେ ନିଜ୍କେ ଦୁନିଆଇ ଦେକାଇ ନ ଅଇ ଆମର୍ ଲଗେ କେନ୍ତି ଦେକାଇଅଇସା?”
Yuda a ɛnyɛ Iskariot no, kae se, “Awurade, ɛbɛyɛ dɛn na wobɛda wo ho adi akyerɛ yɛn nko ara na ɛnyɛ nnipa nyinaa?”
23 ୨୩ ଜିସୁ ତାକେ କଇଲା, “ଜନ୍ ଲକ୍ ମକେ ଆଲାଦ୍ କର୍ସି ସେ ମୁଇ ସିକାଇବା ବାକିଅ ମାନ୍ସି । ସେନ୍ତି କଲେ ମର୍ ବାବା ପର୍ମେସର୍ ତାକେ ଆଲାଦ୍ କର୍ସି । ବାବା ଆରି ମୁଇ ଆସି ସେ ଲକର୍ ଟାନେ ରଇବୁ ।
Yesu buaa no se, “Obiara a ɔdɔ me no bedi me nsɛm so. MʼAgya bɛdɔ no na me ne mʼAgya bɛba ne nkyɛn ne no abɛtena.
24 ୨୪ ଜେ ମକେ ଆଲାଦ୍ ନ କରେ, ସେ ମର୍ ବାକିଅ ନ ମାନେ । ଆରି ମୁଇ କଇବା ଏ କାତା ସବୁ ମର୍ତେଇ ଅନି ନଏଁ, ମାତର୍ ମକେ ପାଟାଇଲା ମର୍ ବାବାର୍ ତେଇଅନି କଇଲିନି ।”
Obiara a ɔnnɔ me no renni me nsɛm so. Nsɛm a moate no nyɛ me ara me nsɛm, na mmom efi mʼAgya a ɔsomaa me no nkyɛn.
25 ୨୫ ମୁଇ ତମର୍ ଲଗେ ରଇକରିସେ ଏ ସବୁ କାତା କଇଲିନି ।
“Mewɔ mo nkyɛn yi na mereka eyinom nyinaa akyerɛ mo.
26 ୨୬ ମାତର୍ ପର୍ମେସର୍ ଜନ୍ ସାଇଜକାରିଆ ସୁକଲ୍ ଆତ୍ମାକେ ମର୍ ନାଉଁ ଦାରି ତମର୍ ଲଗେ ପାଟାଇସି, ସେ ତମ୍କେ ସବୁ ବିସଇ ସିକାଇଦେଇସି ଆରି ମୁଇ ଜନ୍ ଜନ୍ କାତା କଇଲିଆଚି ସେଟା ସବୁ ତମ୍କେ ଏତାଇ ଦେଇସି ।
Honhom Kronkron no a ɔne ɔboafo a Agya no bɛsoma no wɔ me din mu no bɛkyerɛkyerɛ mo biribiara, na wakaakae mo biribiara a maka akyerɛ mo no.
27 ୨୭ “ମୁଇ ତମ୍କେ ସାନ୍ତି ଦେଇକରି ଗାଲିନି । ମର୍ ନିଜର୍ ସାନ୍ତି ତମ୍କେ ଦାନ୍ ଦେଇକରି ଗାଲିନି । ଏଟା ଦୁନିଆ ଦାନ୍ ଦେଲାପାରା ସାନ୍ତି ନଏଁ । ସେଟାର୍ ପାଇ ଚିନ୍ତା କରା ନାଇ କି କିଲ୍ବିଲ୍ ଅଇ ଡରା ନାଇ ।
Asomdwoe na mede regyaw mo; mʼasomdwoe na mede regyaw mo. Ɛnyɛ wiase asomdwoe na mede regyaw mo. Mommma mo koma ntu; na munnsuro nso.
28 ୨୮ ମୁଇ ଜାଇଟା କଇରଇଲି, ସେଟା ସୁନିଆଚାସ୍ । ମୁଇ ଗାଲିନି ମାତର୍ ଆରି ତରେକ୍ ବାଉଡି ଆଇବି । ମକେ ଜଦି ଆଲାଦ୍ କର୍ତାସ୍ ବଇଲେ, ମୁଇ ବାବାର୍ ଲଗେ ଗାଲିନି ବଲି ସୁନି ସାର୍ଦା ଅଇତାସ୍, କାଇକେ ବଇଲେ ମର୍ ବାବା ମର୍ତେଇଅନି ବଡ୍ ।
“Motee sɛ mekae se, ‘Merekɔ nanso mɛsan aba mo nkyɛn bio’ no. Sɛ modɔ me ampa ara a, anka mo ani begye, efisɛ afei de, metumi akɔ Agya a ɔwɔ tumi sen me no nkyɛn.
29 ୨୯ ଜାଇଟା ସବୁ ଗଟ୍ବାର୍ ଆଚେ ସେଟା ସବୁ ମୁଇ ତମ୍କେ ଆଗ୍ତୁ ଜାନାଇଦେଲି । ଜେନ୍ତିକି ସେଟା ସବୁ ଗଟ୍ଲେ, ତମେ ମକେ ବିସ୍ବାସ୍ କର୍ସା ।
Maka eyinom akyerɛ mo sɛnea ɛba mu a mubegye me adi.
30 ୩୦ ମୁଇ ତମର୍ ସଙ୍ଗ୍ ଆରି ଅଦିକ୍ ପର୍ କାତାବାର୍ତା କରି ନାପାରି । କାଇକେ ବଇଲେ, ଏ ଦୁନିଆର୍ ସାସନ୍କାରିଆ ଆଇଲାନି । ଆରି ମର୍ଟାନେ ତାର୍ କାଇ ଅଦିକାର୍ ନାଇ ।
Merentumi nkɔ so nkasa pii nkyerɛ mo bio, efisɛ ɔbonsam no reba, nanso onni me so tumi.
31 ୩୧ ମୁଇ ମର୍ ବାବାକେ ଆଲାଦ୍ କଲିନି ଆରି ବାବାର୍ ଆଦେସ୍ ଇସାବେ କାମ୍ କଲିନି, ଏଟା ଦୁନିଆର୍ ଲକ୍ମନ୍ ଜାନତ୍ ବଲି ଏନ୍ତି ଗଟ୍ନା ଅଇଲାନି । ଜୁ, ଆମେ ଏ ଜାଗାଇଅନି ବାରଇ ଉଟି ଜୁ ।”
Na ɛsɛ sɛ nnipa hu sɛ medɔ Agya no, ɛno nti na asɛm biara a ɔbɛka no meyɛ no. “Afei mommra mma yɛnkɔ.”