< ଜଅନ୍ 15 >
1 ୧ “ମୁଇ ଅଇଲିନି ସତ୍ ଅଙ୍ଗୁର୍ ମାଲ୍ ଆରି ମର୍ ବାବା ଅଇଲାନି ଚାସି ।
Ja jestem prawdziwą winoroślą, a mój Ojciec jest winogrodnikiem.
2 ୨ ମର୍ଟାନେ ରଇବା ପିଲ୍କା ମାଲେ ପଲ୍ ନ ଦାର୍ଲେ, ସେ କାଟି ପାକାଇସି । ଆରି ଜନ୍ ମାଲେ ପଲ୍ ଦାର୍ସି ସେ ମାଲ୍ ଅଦିକ୍ ପଲ୍ ଦାର୍ବାକେ ପରିଚଲ୍ କର୍ସି ।
Każdą latorośl, która we mnie nie wydaje owocu, odcina, a każdą, która wydaje owoc, oczyszcza, aby wydawała obfitszy owoc.
3 ୩ ମର୍ତେଇ ଅନି ପାଇରଇବା ସିକିଆଇ ଅନି ତମେ ପରିଚଲ୍ ଅଇସାରି ଆଚାସ୍ ।
Wy już jesteście czyści z powodu słów, które do was mówiłem.
4 ୪ ତମେ ମର୍ସଙ୍ଗ୍ ମିସିକରି ରୁଆ । ସେନ୍ତି ବଇଲେ ମୁଇ ମିସା ତମର୍ ସଙ୍ଗ୍ ରଇବି । କେନ୍ଦା ଜଦି ବୁନ୍ଦ୍ସଙ୍ଗ୍ ମିସିକରି ନ ରଇଲେ ନିଜେ ପଲ୍ ନ ଦାରେ, ସେନ୍ତି ତମେ ମିସା ମର୍ତେଇ ମିସି ନ ରଇଲେ, ପଲ୍ ଦାରିନାପାରାସ୍ ।”
Trwajcie we mnie, a ja w was. Jak latorośl nie może wydawać owocu sama z siebie, jeśli nie będzie trwała w winorośli, tak i wy, jeśli nie będziecie trwać we mnie.
5 ୫ “ମୁଇ ଅଇଲିନି ମୁଲ୍ ଅଙ୍ଗୁର୍ ମାଲ୍, ତମେ ଅଇଲାସ୍ନି ପିଲ୍କା ମାଲ୍ । ଜେ ମର୍ତେଇ ରଇସି ଆରି ମୁଇ ଜାର୍ତେଇ ରଇବି ସେ ବେସି ପଲ୍ ଦାର୍ସି, କାଇକେ ବଇଲେ ମକେ ଚାଡିକରି ତମେ କାଇଟା କରି ନାପାରାସ୍ ।
Ja jestem winoroślą, a wy jesteście latoroślami. Kto trwa we mnie, a ja w nim, ten wydaje obfity owoc, bo beze mnie nic nie możecie zrobić.
6 ୬ ଜେ ମର୍ତେଇ ନ ରଏ, ତାକେ ଗଟେକ୍ ଗର୍ଣ୍ଡି କରି ପିଙ୍ଗ୍ଲା ମାଲ୍ପାରା ବାଇରେ ପିଙ୍ଗି ଦେବାଇ ଆରି ସେଟା ସୁକି ଜାଇସି । ଏନ୍ତାରି ମାଲ୍ମନ୍କେ ଟୁଲିଆଇ ଜଇତେଇ ପିଙ୍ଗି ଦେବାଇ ଆରି ସେଟା ପଡି ଜାଇସି ।
Jeśli ktoś nie trwa we mnie, zostanie wyrzucony precz jak latorośl i uschnie. Takie się zbiera i wrzuca do ognia, i płoną.
7 ୭ ଜଦି ତମେ ମର୍ସଙ୍ଗ୍ ମିସିକରି ରଇସା ଆରି ମର୍ ବାକିଅ ତମର୍ ମନେ ରଇସି, ତମେ ମନ୍କରି କାଇ ବିସଇ ମାଙ୍ଗ୍ସା ବଇଲେ ସେଟା ମିଲାଇସା ।
Jeśli będziecie trwać we mnie i moje słowa będą trwać w was, proście, o cokolwiek chcecie, a spełni się wam.
8 ୮ ତମେ ବେସି ପଲ୍ ଦାର୍ଲେ, ମର୍ ବାବା ଡାକ୍ପୁଟା ପାଇସି, ଆରି ଇତିଅନି ତମେ ମର୍ ସତ୍ ସିସ୍ମନ୍ ବଲି ଜାନ୍ବାଇ ।
W tym będzie uwielbiony mój Ojciec, że wydacie obfity owoc; i będziecie moimi uczniami.
9 ୯ ମର୍ ବାବା ଜେନ୍ତି ମକେ ଆଲାଦ୍ କଲା ଆଚେ, ସେନ୍ତି ମୁଇ ମିସା ତମ୍କେ ଆଲାଦ୍ କଲିନି । ମର୍ ଆଲାଦେ ତବିର୍ ଅଇରୁଆ ।
Jak mnie umiłował Ojciec, [tak] i ja was umiłowałem. Trwajcie w mojej miłości.
10 ୧୦ ମୁଇ ଜେନ୍ତି ମର୍ ବାବାର୍ ଆଦେସ୍ ମାନିକରି ତବିର୍ ଅଇଆଚି । ସେନ୍ତି ତମେ ମର୍ ଆଦେସ୍ ମାନ୍ସା ବଇଲେ ମର୍ ଆଲାଦେ ତବିର୍ ଅଇକରି ରଇସା ।”
Jeśli zachowacie moje przykazania, będziecie trwać w mojej miłości, jak i ja zachowałem przykazania mego Ojca i trwam w jego miłości.
11 ୧୧ “ଜେନ୍ତିକି ମର୍ ସାର୍ଦା ତମର୍ ଟାନେ ରଇକରି, ସେ ସାର୍ଦା ପୁରାପୁରୁନ୍ ଅଇବାକେ ତମ୍କେ ଏ ସବୁ କାତା କଇଲିଆଚି ।
To wam powiedziałem, aby moja radość trwała w was i aby wasza radość była pełna.
12 ୧୨ ମୁଇ ତମ୍କେ ଜେନ୍ତି ଆଲାଦ୍ କଲିଆଚି, ସମାନ୍ ସେନ୍ତି ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ରୁଆ । ଏଟାସେ ମର୍ ଆଦେସ୍ ।
To jest moje przykazanie, abyście się wzajemnie miłowali, jak i ja was umiłowałem.
13 ୧୩ ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।
Nikt nie ma większej miłości od tej, gdy ktoś oddaje swoje życie za swoich przyjaciół.
14 ୧୪ ମୁଇ ତମ୍କେ ଜନ୍ ଆଦେସ୍ ଦେଇଆଚି, ସେଟା ମାନ୍ସା ବଇଲେ ତମେ ମର୍ ମଇତର୍ମନ୍ ।
Wy jesteście moimi przyjaciółmi, jeśli robicie to, co wam przykazuję.
15 ୧୫ ଏବେ ମୁଇ ତମ୍କେ ଗତିଦାଙ୍ଗ୍ଡାମନ୍ ବଲି ନ ଡାକି, କାଇକେ ବଇଲେ, ଗତିଦାଙ୍ଗ୍ଡା ତାର୍ ସାଉକାର୍ କାଇଟା କର୍ସି ସେଟା ନାଜାନେ । ମାତର୍ ମୁଇ ତମ୍କେ ମଇତର୍ ବଲି ଡାକ୍ବି, କାଇକେ ବଇଲେ ମୁଇ ବାବାର୍ତେଇ ଅନି ଜନ୍ ଜନ୍ ବିସଇ ସୁନି ଆଚି, ସେଟା ତମ୍କେ କଇଦେଲିଆଚି ।
Już więcej nie będę nazywał was sługami, bo sługa nie wie, co robi jego pan. Lecz nazwałem was przyjaciółmi, bo oznajmiłem wam wszystko, co słyszałem od mego Ojca.
16 ୧୬ ତମେ ମକେ ବାଚାସ୍ ନାଇ, ମାତର୍ ମୁଇ ତମ୍କେ ବାଚ୍ଲି ଆଚି । ଆରି ଜାଇକରି ଅଦିକ୍ ଅଦିକ୍ ପଲ୍ ଦାର୍ବାକେ ତମ୍କେ ଦାଇତ୍ ଦେଲି । ତମର୍ ପଲ୍ ସବୁ ଦିନର୍ ପାଇ ରଇସି । ତେବେ ତମେ ମର୍ ନାଉଁ ଦାରି ବାବାକେ କାଇଟା ମାଙ୍ଗ୍ଲେ ମିସା ସେ ତମ୍କେ ଦେଇସି ।
Nie wy mnie wybraliście, ale ja was wybrałem i przeznaczyłem, abyście wyszli i wydali owoc, i aby wasz owoc trwał, i aby Ojciec dał wam to, o cokolwiek poprosicie go w moje imię.
17 ୧୭ ତମର୍ ତମର୍ ବିତ୍ରେ ଆଲାଦ୍ କରା । ଏଟା ଅଇଲାନି ମର୍ ଆଦେସ୍ ।”
To wam przykazuję, abyście się wzajemnie miłowali.
18 ୧୮ “ଜାନିରୁଆ, ତମ୍କେ ଜଦି ଏ ଦୁନିଆ ଗିନ୍ କର୍ସି, ତେବେ ତମ୍କେ ଗିନ୍ କର୍ବା ଆଗ୍ତୁସେ ମକେ ଗିନ୍ କଲାଆଚେ ।
Jeśli świat was nienawidzi, wiedzcie, że znienawidził mnie wcześniej niż was.
19 ୧୯ ତମେ ଜଦି ଏ ଦୁନିଆର୍ ଲକ୍ମନ୍ ଅଇରଇତାସ୍ ଆଲେ ଏ ଦୁନିଆ ତମ୍କେ ନିଜର୍ ବାବି ଆଲାଦ୍ କର୍ତା, ମାତର୍ ମୁଇ ତମ୍କେ ବାଚି ଦୁନିଆଇଅନି ବେଗ୍ଲାଇ ଦେଇଆଚି । ସେଟାର୍ ପାଇ ଏ ଦୁନିଆ ତମ୍କେ ଗିନ୍କର୍ସି ।
Gdybyście byli ze świata, świat miłowałby to, co jest jego. Ponieważ jednak nie jesteście ze świata, ale ja was wybrałem ze świata, dlatego świat was nienawidzi.
20 ୨୦ ମୁଇ ଜନ୍ଟା କଇରଇଲି ଏତାଇଦେକା, ଗତିଦାଙ୍ଗ୍ଡା ତାର୍ ସାଉକାର୍ତେଇଅନି ବଡ୍ ନଏଁ ବଲି ମୁଇ ତମ୍କେ କଇରଇଲି । ସେମନ୍ ମକେ ସାଦି ଆଚତ୍ ଆରି ତମ୍କେ ମିସା ସାଦ୍ବାଇ । ଜଦି ସେମନ୍ ମର୍ ସିକିଆ ମାନିଆଚତ୍ ବଇଲେ ତମର୍ କାତା ମିସା ମାନ୍ବାଇ ।
Przypomnijcie sobie słowo, które wam powiedziałem: Sługa nie jest większy od swego pana. Jeśli mnie prześladowali, to i was będą prześladować. Jeśli moje słowa zachowywali, to i wasze będą zachowywać.
21 ୨୧ ମାତର୍ ତମେ ମର୍ ଲକ୍ ଅଇରଇବାର୍ ଲାଗି ସେମନ୍ ତମ୍କେ ଏନ୍ତାରି କର୍ବାଇ । କାଇକେ ବଇଲେ ମକେ ଜେ ପାଟାଇଲା ଆଚେ, ସେଟା ସେମନ୍ ନାଜାନତ୍ ।
Ale będą wam to wszystko czynić z powodu mego imienia, bo nie znają tego, który mnie posłał.
22 ୨୨ ଜଦି ମୁଇ ଆସି ଏ ସବୁ ବିସଇ ସେମନ୍କେ ବୁଜାଇ ନ ରଇତି ବଇଲେ, ସେମନ୍ ଦସି ନ ଅଇତାଇ, ମାତର୍ ଏ ପାପର୍ ଚଲାଚଲ୍ତି ପାଇ କାଇ ଚାଲାକି ଦେକାଇ ନାପାରତ୍ ।
Gdybym nie przyszedł i nie mówił im, nie mieliby grzechu. Teraz jednak nie mają wytłumaczenia dla swego grzechu.
23 ୨୩ ଜେ ମକେ ଗିନ୍ କର୍ସି, ସେ ମର୍ ବାବା ପର୍ମେସର୍କେ ମିସା ଗିନ୍ କର୍ସି ।
Kto mnie nienawidzi, nienawidzi też mego Ojca.
24 ୨୪ ଜଦି ମୁଇ ତାକର୍ ବିତ୍ରେ କାବା ଅଇଜିବା କାମ୍ ନ କରି ରଇଲେ, ସେମନ୍ ପାପି ବଲି ଦସି ନ ଅଇତାଇ । ମାତର୍ ସେମନ୍ ମୁଇ କଲା କାବାଅଇଜିବା କାମ୍ମନ୍ ଦେକ୍ଲାଇ ଆଚତ୍ । ଏନ୍ତି ବଇଲେ ମିସା ସେମନ୍ ମକେ ଆରି ମର୍ ବାବା ପର୍ମେସର୍କେ ଗିନ୍ କଲାଇ ଆଚତ୍ ।
Gdybym nie spełniał wśród nich tych uczynków, których nikt inny nie spełniał, nie mieliby grzechu. Teraz jednak widzieli i nienawidzili i mnie, i mego Ojca.
25 ୨୫ ମାତର୍ ଏସବୁ ଗଟ୍ବାର୍ ରଇଲା । କାଇକେବଇଲେ ସେଟାର୍ ଲାଗି ସେମନର୍ ସାସ୍ତରେ ଜାଇଟା ଲେକାଅଇଲା ଆଚେ, ସେଟା ସିଦ୍ ଅଇଲା । କାଇ ଦସ୍ ନ ରଇତେ ସେମନ୍ ମକେ ଗିନ୍ କଲାଇ ।
Ale [to się stało], żeby się wypełniło słowo, które jest napisane w ich Prawie: Nienawidzili mnie bez powodu.
26 ୨୬ ସତଇସେ ସାଇଜକାରିଆ ଆତ୍ମା ଆଇସି । ସେ ବାବାର୍ତେଇ ଅନି ଆସି, ପର୍ମେସରର୍ ସବୁ ବିସଇର୍ ସତ୍ ଦେକାଇଦେଇସି । ମୁଇ ତାକେ ବାବାର୍ତେଇଅନି, ତମର୍ ଲଗେ ପାଟାଇବି । ଆରି ସେ ମର୍ ବିସଇ ତମ୍କେ କଇସି ।
Gdy jednak przyjdzie Pocieszyciel, którego ja wam poślę od Ojca, Duch prawdy, który wychodzi od Ojca, on będzie świadczył o mnie.
27 ୨୭ ଆରି ତମେ ମିସା ମର୍ ବିସଇସେ କଇସା, କାଇକେବଇଲେ ଆରାମେଅନି ତମେ ମର୍ ସଙ୍ଗ୍ ଆଚାସ୍ ।”
Ale i wy będziecie świadczyć, bo jesteście ze mną od początku.