< ଜଅନ୍ 16 >
1 ୧ “ତମେ ମକେ କରିରଇବା ବିସ୍ବାସ୍ ନ ଚାଡି, ଡାଟ୍ ସଙ୍ଗ୍ ରଇବାକେ, ମୁଇ ଏ ସବୁ କାତା କଇଲିଆଚି ।
THESE things have I spoken, that ye might not be stumbled.
2 ୨ ସେମନ୍ ତମ୍କେ ପାର୍ତନା ଗରେଅନି ବାର୍କରାଇ ଦେବାଇ । ଉଁ ଏନ୍ତାରି ବେଲା ଆଇଲାନି, ଜେ ମିସା ତମ୍କେ ମରାଇବାଇ, ସେଟା ପର୍ମେସର୍କେ ସେବା କଲାପାରା ରଇସି ।
They will put you out of their synagogues: yea, the hour is coming, that every one who killeth you will think he offers God a sacred service.
3 ୩ ତମ୍କେ ସେମନ୍ ଏନ୍ତି ସବୁ କାମ୍ମନ୍ କର୍ବାଇ । କାଇକେ ବଇଲେ ସେମନ୍ ମକେ ଆରି ମର୍ ବାବାକେ ନାଜାନତ୍ ।
And these things will they do unto you, because they have not known the Father, nor me.
4 ୪ ଏବେ ମୁଇ ଏ ସବୁ କାତା କଇଲିନି । ସେଟାର୍ ପାଇ ଏ ସବୁ ଗଟ୍ନାମନ୍ ଗଟ୍ବା ବେଲା କେଟ୍ଲେ ମୁଇ କଇଲା କାତା ଏତାଇସା । ଆରାମେ ଅନି ମୁଇ ତମର୍ ସଙ୍ଗ୍ ରଇଲି ଜେ ଏ ସବୁ କାତା କଇ ନ ରଇଲି ।”
But these things have I spoken to you, that when the hour is come, ye may remember the same for I had told you. But these things I told you not at the beginning, because I was with you.
5 ୫ “ମାତର୍ ମୁଇ ଏବେ ମର୍ ପାଟାଉର୍ ଲଗେ ଗାଲିନି । ଏଲେମିସା ତମର୍ ବିତ୍ରେ ଅନି କେ ମିସା ମକେ କେନେ ଜାଇସୁ ବଲି ପାଚାରାସ୍ ନାଇ ।
But now I am going away to him that sent me; and none of you asketh me, Whither art thou going?
6 ୬ ମାତର୍ ଏବେ ମର୍ ଏ ସବୁ କାତା ସୁନିକରି ଦୁକ୍ ଅଇକରି ଆଚାସ୍ ।
But because I have spoken these things to you, sorrow hath filled your heart.
7 ୭ ମୁଇ ତମ୍କେ ସତ୍କାତା କଇଲିନି, ମୁଇ ଉଟିଜିବା ବିସଇ ତମର୍ ପାଇ ଗଟେକ୍ ମଙ୍ଗଲର୍ ବିସଇ ଅଇସି । କାଇକେ ବଇଲେ ମୁଇ ନ ଗାଲେ ସାଇଜକାରିଆ ତମର୍ଟାନେ ନ ଆସେ, ମୁଇ ଗାଲେ ତାକେ ତମର୍ଟାନେ ପାଟାଇଦେବି ।
Yet I tell you the truth; It is expedient for you that I go away: for if I went not away, the Comforter would not come to you; but if I go, I will send him unto you.
8 ୮ ସେ ଆସିକରି ଦୁନିଆର୍ ଲକ୍ମନ୍କେ ପାପ୍, ଦରମ୍ ଆରି ନିଆଇ ବିସଇର୍ ସାକି ଦେଇସି ।
And when he cometh, he will convince the world of sin, of righteousness, and of judgment:
9 ୯ ଏ ଦୁନିଆର୍ ଲକ୍ମନ୍ ପାପ୍ ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । ସେ ଦେକାଇ ଦେଇସି ଜେ, ମକେ ବିସ୍ବାସ୍ ନ କର୍ବାଟାସେ ପାପ୍ ।
of sin first, because they believe not in me;
10 ୧୦ ଟିକ୍ ଇସାବେ ଚଲାଚଲ୍ତି କର୍ବା ବିସଇ, ଦୁନିଆର୍ ଲକ୍ମନ୍ ବୁଲ୍ ବୁଜିଆଚତ୍ । ମୁଇ ମର୍ ବାବାର୍ ଲଗେ ବାଉଡି ଗାଲିନି, ଆରି ତମେ ମକେ ଦେକିନାପାରାସ୍ । ସେଟା ମୁଇ ମାନ୍ବା ଦରମ୍ ବିସଇ ସାକି ଦେଲାନି ।
then of righteousness, because I am going to the Father, so ye see me no more;
11 ୧୧ ଦୁନିଆର୍ ଲକ୍ମନ୍ ବିଚାର୍ କର୍ବା ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । କାଇକେବଇଲେ ଏ ଦୁନିଆର୍ ସାସନ୍କାରିଆ ଦସି ବଲି ବିଚାର୍ ଅଇ ସାରାଇ ଆଚେ ।”
and of judgment, because the ruler of this world hath sentence pronounced on him.
12 ୧୨ “ମୁଇ ତମ୍କେ କେତେକ୍ କେତେକ୍ କାତା କଇବାର୍ ଆଚେ । ମାତର୍ ଏବେ ତମେ ସେ ସବୁ କାତା ଦାରିନାପାରାସ୍ ।
I have many things to say to you, but ye cannot bear them just now.
13 ୧୩ ମାତର୍ ସତ୍ ଆତ୍ମା ଆଇଲେ, ସେ ତମ୍କେ ସବୁ ସତ୍ ବିସଇର୍ ବାଟେ ଡାକିନେଇସି । କାଇକେ ବଇଲେ, ସେ ନିଜର୍ ଅଦିକାରେ କାଇ କାତା ନ କଏ । ମାତର୍ ସେ ବାବାର୍ତେଇଅନି ଜନ୍ ଜନ୍ କାତା ସୁନ୍ସି, ସେ ସବୁ କଇସି । ଆରି ଆଇବା ଦିନ୍ମନ୍କେ କାଇଟା ଅଇସି ସେ ସବୁ ବିସଇ ମିସା କଇସି ।
But when he is come, the Spirit of truth, he will conduct you into all truth: for he shall not speak of himself; but whatsoever things he shall hear, he shall speak: and he will declare to you the things that shall come hereafter.
14 ୧୪ ସେ ମୁଇ କଇବାଟାନେ ଅନି ନେଇକରି ଆକା ତମ୍କେ କଇସି । ଆରି ମକେ ଡାକ୍ପୁଟା କରାଇ ଦେକାଇସି ।
He shall glorify me: for he shall take of mine, and shall shew it unto you.
15 ୧୫ ଜନ୍ଟା ବାବାର୍ଟା, ସେ ସବୁ ମର୍ଟା । ସେଟାର୍ପାଇ ମୁଇ ତମ୍କେ କଇଲିନି, ସୁକଲ୍ ଆତ୍ମା ମର୍ଟାନେଅନି ନେଇକରି ସେ ତମ୍କେ କଇସି ।”
All things whatsoever the Father hath are mine: therefore I said, that he shall take of mine, and shall shew it unto you.
16 ୧୬ “ଚନେକ୍ ଗାଲା ପଚେ ତମେ ଆରି ମକେ ଦେକି ନାପାରାସ୍ । ଆରି ଚନେକ୍ ଗାଲେ ଦେକ୍ସା ।”
A little while longer, and ye shall not see me: and again a little while, and ye shall see me, because I am going to the Father.
17 ୧୭ ସେବେଲେ ତାର୍ ସିସ୍ମନର୍ ବିତ୍ରେଅନି କେତେ ଲକ୍ ତାକର୍ ବିତ୍ରେ କୁଆବଲା ଅଇଲାଇ । “ସେ ଆମ୍କେ କଇଲାନି, ଚନେକ୍ ଗାଲାପଚେ ତମେ ଆରି ମକେ ଦେକି ନାପାରାସ୍, ଆରି ଚନେକ୍ ଗାଲେ ମକେ ଦେକ୍ସା । ମୁଇ ଏବେ ବାବାର୍ ଲଗେ ଗାଲିନି ବଲି କଇବା ଅରତ୍ କାଇଟା?”
Then said some of the disciples unto each other, What is this which he saith to us, A little while longer, and ye shall not see me: and again a little while, and ye shall see me: and this, because I am going to the Father?
18 ୧୮ ତେବେ ସେମନ୍ କଇଲାଇ, “ଏ ଚନେକ୍ ପଚେ ବଲି କାଇକେ କଇଲାନି? ସେ କାଇଟା ବଲି କଇଲାନି, ଆମେ ବୁଜି ନାପାର୍ଲୁନି ।”
They said therefore, What is this which he saith, This little while? we know not what he means.
19 ୧୯ ସେମନ୍ ମକେ ପାଚାର୍ବାକେ ମନ୍ କଲାଇନି ବଲି ଜିସୁ ଜାନିକରି ସେମନ୍କେ କଇଲା, “ଚନେକ୍ ଗାଲେ ତମେ ଆରି ମକେ ଦେକି ନାପାରାସ୍ ଆରି ଚନେକ୍ ଗାଲାପଚେ ମକେ ଦେକ୍ସା ବଲି କଇଲା ଏ କାତା ନେଇକରି ତମର୍ ତମର୍ ବିତ୍ରେ କାଇକେ କୁଆବଲା ଅଇଲାସ୍ନି?
Now Jesus knew that they were desirous to ask him, and said unto them, Are ye questioning among yourselves concerning this declaration, which I spake, A little while, and ye shall not see me: and again a little while, and ye shall see me?
20 ୨୦ ମୁଇ ତମ୍କେ ସତ୍ କାତା କଇଲିନି, ତମେ ସାତାରି ସାତାରି କାନ୍ଦ୍ସା, ମାତର୍ ଦୁନିଆର୍ ଲକ୍ମନ୍ ସାର୍ଦା ଅଇବାଇ । ତମେ ପର୍ତୁମ୍ ଦୁକ୍ ଅଇରଇସା ମାତର୍ ତମର୍ ଦୁକ୍ ସାର୍ଦାଇ ପୁରୁନ୍ ଅଇଜାଇସି ।
Verily, verily, I say unto you, That ye shall weep and lament, but the world shall rejoice: and ye shall be very sorrowful, but your sorrow shall be turned into joy.
21 ୨୧ ଗଟେକ୍ ମାଇଜି ନିକ ଅଇବା ବେଲା କେଟ୍ଲେ ବେସି ଦୁକ୍ ଅଇସି । କାଇକେବଇଲେ ତାର୍ ଦୁକ୍ କସ୍ଟର୍ ବେଲା କେଟିଆଚେ । ମାତର୍ ନିମାନ୍ ଅଇସାର୍ଲା ପଚେ ତାର୍ ଦୁକ୍ କସ୍ଟ ପାସ୍ରିଜାଇସି । କାଇକେ ବଇଲେ ତାର୍ତେଇଅନି ଗଟେକ୍ ପିଲା ଦୁନିଆଇ ଜନମ୍ ଅଇଲା ଆଚେ ।
A woman when she is in travail hath sorrow, because her hour is come: but when the little son is born, she no more remembers the anguish, for joy that a man is brought into the world.
22 ୨୨ ସେନ୍ତାରିସେ ତମ୍କେ ମିସା ଅଇସି । ଏବେ ତମେ ଦୁକ୍ଅଇ ଆଚାସ୍, ମାତର୍ ଆରି ତରେକ୍ ମୁଇ ତମ୍କେ ଦେକାଇଅଇବି, ତାର୍ ପଚେ ତମେ ବେସି ସାର୍ଦା ଅଇସା । ଆରି କେମିସା ତମର୍ ସାର୍ଦା ତମର୍ଟାନେଅନି ଚାଡାଇ ନେଇ ନାପାରତ୍ ।
And ye therefore have indeed at present sorrow: but I will see you again, and your heart shall be made glad, and your joy no man taketh from you.
23 ୨୩ “ସେବେଲା ତମେ ମକେ ମୁଲ୍କେ ନ ପାଚାରାସ୍ । ମୁଇ ତମ୍କେ ସତ୍ କାତା କଇଲିନି, ତମେ ମର୍ ନାଉଁ ଦାରି ବାବାକେ କାଇଟା ମିସା ମାଙ୍ଗ୍ସା ବଇଲେ ସେଟା ଦେଇସି ।
And in that hour ye shall ask me nothing. Verily, verily, I say unto you, That whatsoever things ye shall ask the Father in my name, he will give you.
24 ୨୪ ତମେ ଏବେ ଜାକ ମର୍ ନାଉଁ ଦାରି କାଇଟା ମିସା ମାଙ୍ଗାସ୍ ନାଇତା । ଏବେ ମାଙ୍ଗା, ତେବେ ତମ୍କେ ମିଲ୍ସି । ଆରି ତମର୍ ସାର୍ଦା ପୁରାପୁରୁନ୍ ଅଇସି ।”
Hitherto ye have asked nothing in my name: ask, and ye shall receive, that your joy may be complete.
25 ୨୫ “ମୁଇ ତମ୍କେ କାତା ମଲ୍କାଇ କରି ଏ ସବୁ କଇଲିନି, ଏନ୍ତି ବେଲା ଆଇସି, ତମ୍କେ ଆରି ମୁଇ କାତା ନ ମଲ୍କାଇ, ସଲ୍କେ ବାବାର୍ ବିସଇ କଇଦେବି ।
These things have I spoken to you in parables: but the hour is coming when I will no more speak to you in parables, but will plainly inform you respecting the Father.
26 ୨୬ ତମେ ସେ ଦିନ୍ମନ୍କେ ମର୍ ନାଉଁ ଦାରି ପର୍ମେସର୍କେ ବେସି ବିସଇମନ୍ ମାଙ୍ଗ୍ସା । ଆରି ମୁଇ ତମର୍ ପାଇ ବାବା ପର୍ମେସରର୍ ତେଇ ଗୁଆରି କର୍ବାର୍ ଦର୍କାର୍ ନ ରଏ ।
In that day ye shall ask in my name: and I do not say to you, I will entreat the Father for you:
27 ୨୭ କାଇକେବଇଲେ ବାବା ତମ୍କେ ଆଲାଦ୍ କଲାନି, ସେ ତମ୍କେ ଆଲାଦ୍ କଲାନି କାଇକେବଇଲେ ତମେ ଜେନ୍ତିକି ମକେ ଆଲାଦ୍ କରି ଆଚାସ୍, ଆରି ମୁଇ ପର୍ମେସରର୍ ତେଇଅନି ଆଇଲି ଆଚି ବଲି ବିସ୍ବାସ୍ କରିଆଚାସ୍ ।
for the Father himself loveth you, because ye have loved me, and have believed that I came out from God.
28 ୨୮ ମୁଇ ବାବାର୍ଟାନେଅନି ଏ ଦୁନିଆଇ ଆସିଆଚି, ଆରି ଏବେ ମୁଇ ଏ ଦୁନିଆ ଚାଡିକରି ବାବାର୍ ଲଗେ ବାଉଡି ଗାଲିନି ।”
I came out from the Father, and am come into the world: again, I am leaving the world, and going to the Father.
29 ୨୯ ଜିସୁର୍ ସିସ୍ମନ୍ କଇଲାଇ, “ଏବେ ତମେ ଆମ୍କେ କାତା ମଲ୍କାଇ ନ କଇକରି ସଲ୍କେସେ କଇଲାସ୍ନି ।
His disciples said unto him, Lo! now thou speakest plainly, and speakest in no-wise proverbial.
30 ୩୦ ତମେ ସବୁ ବିସଇ ଜାନିଆଚୁସ୍, ଏଟା ଏବେ ଆମେ ଜାନ୍ଲୁ । ଆରି କେ ତମ୍କେ ଜାନେ କି ନାଇ ବଲି, ପାଚାର୍ବାର୍ ଲଡା ନାଇ । ଏଟାର୍ପାଇ ତମେ ପର୍ମେସରର୍ଟାନେ ଅନି ଆସିଆଚୁସ୍ ବଲି ଆମେ ବିସ୍ବାସ୍ କଲୁନି ।”
Now we know that thou knowest all things, and needest not that any person should ask thee: by this we believe that thou hast come forth from God.
31 ୩୧ ଜିସୁ ସେମନ୍କେ କଇଲା, “ଏବେ କାଇ ତମେ ବିସ୍ବାସ୍ କଲାସ୍ନି?
Jesus answered them, Do ye now believe?
32 ୩୨ ଦେକା, ଏନ୍ତି ବେଲା ଆଇଲାନି, ଉଁ ସେ ବେଲା କେଟ୍ଲା ଆଚେ, ତମେ ମକେ ଗଟେକ୍ ଲକ୍କେ ଚାଡି, ଏନେ ତେନେ ଅଇକରି ନିଜର୍ ନିଜର୍ ଗରେ ଉଟିପାଲାଇସା । ଏଲେମିସା ମୁଇ ଗଟେକ୍ ଲକ୍ ନାଇ, ସବୁବେଲା ମର୍ ସଙ୍ଗ୍ ବାବା ଆଚେ ।
Behold, the hour is coming, yea, it is already come, that ye shall be dispersed, each after his own concerns, and shall leave me alone: though I am not alone, because the Father is with me.
33 ୩୩ ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।”
These things have I spoken to you, that ye might have peace. In the world ye shall have tribulation: but be of good courage; I have overcome the world.