< ଜଅନ୍ 16 >
1 ୧ “ତମେ ମକେ କରିରଇବା ବିସ୍ବାସ୍ ନ ଚାଡି, ଡାଟ୍ ସଙ୍ଗ୍ ରଇବାକେ, ମୁଇ ଏ ସବୁ କାତା କଇଲିଆଚି ।
내가 이것을 너희에게 이름은 너희로 실족지 않게 하려 함이니
2 ୨ ସେମନ୍ ତମ୍କେ ପାର୍ତନା ଗରେଅନି ବାର୍କରାଇ ଦେବାଇ । ଉଁ ଏନ୍ତାରି ବେଲା ଆଇଲାନି, ଜେ ମିସା ତମ୍କେ ମରାଇବାଇ, ସେଟା ପର୍ମେସର୍କେ ସେବା କଲାପାରା ରଇସି ।
사람들이 너희를 출회 할 뿐 아니라 때가 이르면 무릇 너희를 죽이는 자가 생각하기를 이것이 하나님을 섬기는 예라 하리라
3 ୩ ତମ୍କେ ସେମନ୍ ଏନ୍ତି ସବୁ କାମ୍ମନ୍ କର୍ବାଇ । କାଇକେ ବଇଲେ ସେମନ୍ ମକେ ଆରି ମର୍ ବାବାକେ ନାଜାନତ୍ ।
저희가 이런 일을 할 것은 아버지와 나를 알지 못함이라
4 ୪ ଏବେ ମୁଇ ଏ ସବୁ କାତା କଇଲିନି । ସେଟାର୍ ପାଇ ଏ ସବୁ ଗଟ୍ନାମନ୍ ଗଟ୍ବା ବେଲା କେଟ୍ଲେ ମୁଇ କଇଲା କାତା ଏତାଇସା । ଆରାମେ ଅନି ମୁଇ ତମର୍ ସଙ୍ଗ୍ ରଇଲି ଜେ ଏ ସବୁ କାତା କଇ ନ ରଇଲି ।”
오직 너희에게 이 말을 이른 것은 너희로 그 때를 당하면 내가 너희에게 이 말 한 것을 기억나게 하려 함이요 처음부터 이 말을 하지 아니한 것은 내가 너희와 함께 있었음이니라
5 ୫ “ମାତର୍ ମୁଇ ଏବେ ମର୍ ପାଟାଉର୍ ଲଗେ ଗାଲିନି । ଏଲେମିସା ତମର୍ ବିତ୍ରେ ଅନି କେ ମିସା ମକେ କେନେ ଜାଇସୁ ବଲି ପାଚାରାସ୍ ନାଇ ।
지금 내가 나를 보내신 이에게로 가는데 너희 중에서 나더러 어디로 가느냐 묻는 자가 없고
6 ୬ ମାତର୍ ଏବେ ମର୍ ଏ ସବୁ କାତା ସୁନିକରି ଦୁକ୍ ଅଇକରି ଆଚାସ୍ ।
도리어 내가 이 말을 하므로 너희 마음에 근심이 가득하였도다
7 ୭ ମୁଇ ତମ୍କେ ସତ୍କାତା କଇଲିନି, ମୁଇ ଉଟିଜିବା ବିସଇ ତମର୍ ପାଇ ଗଟେକ୍ ମଙ୍ଗଲର୍ ବିସଇ ଅଇସି । କାଇକେ ବଇଲେ ମୁଇ ନ ଗାଲେ ସାଇଜକାରିଆ ତମର୍ଟାନେ ନ ଆସେ, ମୁଇ ଗାଲେ ତାକେ ତମର୍ଟାନେ ପାଟାଇଦେବି ।
그러하나 내가 너희에게 실상을 말하노니 내가 떠나가는 것이 너희에게 유익이라 내가 떠나가지 아니하면 보혜사가 너희에게로 오시지 아니할 것이요 가면 내가 그를 너희에게로 보내리니
8 ୮ ସେ ଆସିକରି ଦୁନିଆର୍ ଲକ୍ମନ୍କେ ପାପ୍, ଦରମ୍ ଆରି ନିଆଇ ବିସଇର୍ ସାକି ଦେଇସି ।
그가 와서 죄에 대하여 의에 대하여 심판에 대하여 세상을 책망하시리라
9 ୯ ଏ ଦୁନିଆର୍ ଲକ୍ମନ୍ ପାପ୍ ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । ସେ ଦେକାଇ ଦେଇସି ଜେ, ମକେ ବିସ୍ବାସ୍ ନ କର୍ବାଟାସେ ପାପ୍ ।
죄에 대하여라 함은 저희가 나를 믿지 아니함이요
10 ୧୦ ଟିକ୍ ଇସାବେ ଚଲାଚଲ୍ତି କର୍ବା ବିସଇ, ଦୁନିଆର୍ ଲକ୍ମନ୍ ବୁଲ୍ ବୁଜିଆଚତ୍ । ମୁଇ ମର୍ ବାବାର୍ ଲଗେ ବାଉଡି ଗାଲିନି, ଆରି ତମେ ମକେ ଦେକିନାପାରାସ୍ । ସେଟା ମୁଇ ମାନ୍ବା ଦରମ୍ ବିସଇ ସାକି ଦେଲାନି ।
의에 대하여라 함은 내가 아버지께로 가니 너희가 다시 나를 보지 못함이요
11 ୧୧ ଦୁନିଆର୍ ଲକ୍ମନ୍ ବିଚାର୍ କର୍ବା ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । କାଇକେବଇଲେ ଏ ଦୁନିଆର୍ ସାସନ୍କାରିଆ ଦସି ବଲି ବିଚାର୍ ଅଇ ସାରାଇ ଆଚେ ।”
심판에 대하여라 함은 이 세상 임금이 심판을 받았음이니라
12 ୧୨ “ମୁଇ ତମ୍କେ କେତେକ୍ କେତେକ୍ କାତା କଇବାର୍ ଆଚେ । ମାତର୍ ଏବେ ତମେ ସେ ସବୁ କାତା ଦାରିନାପାରାସ୍ ।
내가 아직도 너희에게 이를 것이 많으나 지금은 너희가 감당치 못하리라
13 ୧୩ ମାତର୍ ସତ୍ ଆତ୍ମା ଆଇଲେ, ସେ ତମ୍କେ ସବୁ ସତ୍ ବିସଇର୍ ବାଟେ ଡାକିନେଇସି । କାଇକେ ବଇଲେ, ସେ ନିଜର୍ ଅଦିକାରେ କାଇ କାତା ନ କଏ । ମାତର୍ ସେ ବାବାର୍ତେଇଅନି ଜନ୍ ଜନ୍ କାତା ସୁନ୍ସି, ସେ ସବୁ କଇସି । ଆରି ଆଇବା ଦିନ୍ମନ୍କେ କାଇଟା ଅଇସି ସେ ସବୁ ବିସଇ ମିସା କଇସି ।
그러하나 진리의 성령이 오시면 그가 너희를 모든 진리 가운데로 인도하시리니 그가 자의로 말하지 않고 오직 듣는 것을 말하시며 장래 일을 너희에게 알리시리라
14 ୧୪ ସେ ମୁଇ କଇବାଟାନେ ଅନି ନେଇକରି ଆକା ତମ୍କେ କଇସି । ଆରି ମକେ ଡାକ୍ପୁଟା କରାଇ ଦେକାଇସି ।
그가 내 영광을 나타내리니 내 것을 가지고 너희에게 알리겠음이니라
15 ୧୫ ଜନ୍ଟା ବାବାର୍ଟା, ସେ ସବୁ ମର୍ଟା । ସେଟାର୍ପାଇ ମୁଇ ତମ୍କେ କଇଲିନି, ସୁକଲ୍ ଆତ୍ମା ମର୍ଟାନେଅନି ନେଇକରି ସେ ତମ୍କେ କଇସି ।”
무릇 아버지께 있는 것은 다 내 것이라 그러므로 내가 말하기를 그가 내 것을 가지고 너희에게 알리리라 하였노라
16 ୧୬ “ଚନେକ୍ ଗାଲା ପଚେ ତମେ ଆରି ମକେ ଦେକି ନାପାରାସ୍ । ଆରି ଚନେକ୍ ଗାଲେ ଦେକ୍ସା ।”
조금 있으면 너희가 나를 보지 못하겠고 또 조금 있으면 나를 보리라' 하신대
17 ୧୭ ସେବେଲେ ତାର୍ ସିସ୍ମନର୍ ବିତ୍ରେଅନି କେତେ ଲକ୍ ତାକର୍ ବିତ୍ରେ କୁଆବଲା ଅଇଲାଇ । “ସେ ଆମ୍କେ କଇଲାନି, ଚନେକ୍ ଗାଲାପଚେ ତମେ ଆରି ମକେ ଦେକି ନାପାରାସ୍, ଆରି ଚନେକ୍ ଗାଲେ ମକେ ଦେକ୍ସା । ମୁଇ ଏବେ ବାବାର୍ ଲଗେ ଗାଲିନି ବଲି କଇବା ଅରତ୍ କାଇଟା?”
제자 중에서 서로 말하되 `우리에게 말씀하신바 조금 있으면 나를 보지 못하겠고 또 조금 있으면 나를 보리라' 하시며 또 내가 아버지께로 감이라 하신 것이 무슨 말씀이뇨 하고
18 ୧୮ ତେବେ ସେମନ୍ କଇଲାଇ, “ଏ ଚନେକ୍ ପଚେ ବଲି କାଇକେ କଇଲାନି? ସେ କାଇଟା ବଲି କଇଲାନି, ଆମେ ବୁଜି ନାପାର୍ଲୁନି ।”
또 말하되 `조금 있으면이라 한 말씀이 무슨 말씀이뇨? 무엇을 말씀하시는지 알지 못하노라' 하거늘
19 ୧୯ ସେମନ୍ ମକେ ପାଚାର୍ବାକେ ମନ୍ କଲାଇନି ବଲି ଜିସୁ ଜାନିକରି ସେମନ୍କେ କଇଲା, “ଚନେକ୍ ଗାଲେ ତମେ ଆରି ମକେ ଦେକି ନାପାରାସ୍ ଆରି ଚନେକ୍ ଗାଲାପଚେ ମକେ ଦେକ୍ସା ବଲି କଇଲା ଏ କାତା ନେଇକରି ତମର୍ ତମର୍ ବିତ୍ରେ କାଇକେ କୁଆବଲା ଅଇଲାସ୍ନି?
예수께서 그 묻고자 함을 아시고 가라사대 `내 말이 조금 있으면 나를 보지 못하겠고 또 조금 있으면 나를 보리라 하므로 서로 문의하느냐?
20 ୨୦ ମୁଇ ତମ୍କେ ସତ୍ କାତା କଇଲିନି, ତମେ ସାତାରି ସାତାରି କାନ୍ଦ୍ସା, ମାତର୍ ଦୁନିଆର୍ ଲକ୍ମନ୍ ସାର୍ଦା ଅଇବାଇ । ତମେ ପର୍ତୁମ୍ ଦୁକ୍ ଅଇରଇସା ମାତର୍ ତମର୍ ଦୁକ୍ ସାର୍ଦାଇ ପୁରୁନ୍ ଅଇଜାଇସି ।
내가 진실로 진실로 너희에게 이르노니 너희는 곡하고 애통하겠으나 세상은 기뻐하리라 너희는 근심하겠으나 너희 근심이 도리어 기쁨이 되리라
21 ୨୧ ଗଟେକ୍ ମାଇଜି ନିକ ଅଇବା ବେଲା କେଟ୍ଲେ ବେସି ଦୁକ୍ ଅଇସି । କାଇକେବଇଲେ ତାର୍ ଦୁକ୍ କସ୍ଟର୍ ବେଲା କେଟିଆଚେ । ମାତର୍ ନିମାନ୍ ଅଇସାର୍ଲା ପଚେ ତାର୍ ଦୁକ୍ କସ୍ଟ ପାସ୍ରିଜାଇସି । କାଇକେ ବଇଲେ ତାର୍ତେଇଅନି ଗଟେକ୍ ପିଲା ଦୁନିଆଇ ଜନମ୍ ଅଇଲା ଆଚେ ।
여자가 해산하게 되면 그 때가 이르렀으므로 근심하나 아이를 낳으면 세상에 사람 난 기쁨을 인하여 그 고통을 다시 기억지 아니하느니라
22 ୨୨ ସେନ୍ତାରିସେ ତମ୍କେ ମିସା ଅଇସି । ଏବେ ତମେ ଦୁକ୍ଅଇ ଆଚାସ୍, ମାତର୍ ଆରି ତରେକ୍ ମୁଇ ତମ୍କେ ଦେକାଇଅଇବି, ତାର୍ ପଚେ ତମେ ବେସି ସାର୍ଦା ଅଇସା । ଆରି କେମିସା ତମର୍ ସାର୍ଦା ତମର୍ଟାନେଅନି ଚାଡାଇ ନେଇ ନାପାରତ୍ ।
지금은 너희가 근심하나 내가 다시 너희를 보리니 너희 마음이 기쁠 것이요 너희 기쁨을 빼앗을 자가 없느니라
23 ୨୩ “ସେବେଲା ତମେ ମକେ ମୁଲ୍କେ ନ ପାଚାରାସ୍ । ମୁଇ ତମ୍କେ ସତ୍ କାତା କଇଲିନି, ତମେ ମର୍ ନାଉଁ ଦାରି ବାବାକେ କାଇଟା ମିସା ମାଙ୍ଗ୍ସା ବଇଲେ ସେଟା ଦେଇସି ।
그 날에는 너희가 아무 것도 내게 묻지 아니하리라 내가 진실로 진실로 너희에게 이르노니 너희가 무엇이든지 아버지께 구하는 것을 내 이름으로 주시리라
24 ୨୪ ତମେ ଏବେ ଜାକ ମର୍ ନାଉଁ ଦାରି କାଇଟା ମିସା ମାଙ୍ଗାସ୍ ନାଇତା । ଏବେ ମାଙ୍ଗା, ତେବେ ତମ୍କେ ମିଲ୍ସି । ଆରି ତମର୍ ସାର୍ଦା ପୁରାପୁରୁନ୍ ଅଇସି ।”
지금까지는 너희가 내 이름으로 아무 것도 구하지 아니하였으나 구하라 그리하면 받으리니 너희 기쁨이 충만하리라
25 ୨୫ “ମୁଇ ତମ୍କେ କାତା ମଲ୍କାଇ କରି ଏ ସବୁ କଇଲିନି, ଏନ୍ତି ବେଲା ଆଇସି, ତମ୍କେ ଆରି ମୁଇ କାତା ନ ମଲ୍କାଇ, ସଲ୍କେ ବାବାର୍ ବିସଇ କଇଦେବି ।
이것을 비사로 너희에게 일렀거니와 때가 이르면 다시 비사로 너희에게 이르지 않고 아버지에 대한 것을 밝히 이르리라
26 ୨୬ ତମେ ସେ ଦିନ୍ମନ୍କେ ମର୍ ନାଉଁ ଦାରି ପର୍ମେସର୍କେ ବେସି ବିସଇମନ୍ ମାଙ୍ଗ୍ସା । ଆରି ମୁଇ ତମର୍ ପାଇ ବାବା ପର୍ମେସରର୍ ତେଇ ଗୁଆରି କର୍ବାର୍ ଦର୍କାର୍ ନ ରଏ ।
그 날에 너희가 내 이름으로 구할 것이요 내가 너희를 위하여 아버지께 구하겠다 하는 말이 아니니
27 ୨୭ କାଇକେବଇଲେ ବାବା ତମ୍କେ ଆଲାଦ୍ କଲାନି, ସେ ତମ୍କେ ଆଲାଦ୍ କଲାନି କାଇକେବଇଲେ ତମେ ଜେନ୍ତିକି ମକେ ଆଲାଦ୍ କରି ଆଚାସ୍, ଆରି ମୁଇ ପର୍ମେସରର୍ ତେଇଅନି ଆଇଲି ଆଚି ବଲି ବିସ୍ବାସ୍ କରିଆଚାସ୍ ।
이는 너희가 나를 사랑하고 또 나를 하나님께로서 온 줄 믿은 고로 아버지께서 친히 너희를 사랑하심이니라
28 ୨୮ ମୁଇ ବାବାର୍ଟାନେଅନି ଏ ଦୁନିଆଇ ଆସିଆଚି, ଆରି ଏବେ ମୁଇ ଏ ଦୁନିଆ ଚାଡିକରି ବାବାର୍ ଲଗେ ବାଉଡି ଗାଲିନି ।”
내가 아버지께로 나와서 세상에 왔고 다시 세상을 떠나 아버지께로 가노라' 하시니
29 ୨୯ ଜିସୁର୍ ସିସ୍ମନ୍ କଇଲାଇ, “ଏବେ ତମେ ଆମ୍କେ କାତା ମଲ୍କାଇ ନ କଇକରି ସଲ୍କେସେ କଇଲାସ୍ନି ।
제자들이 말하되 지금은 밝히 말씀하시고 아무 비사도 하지 아니하시니
30 ୩୦ ତମେ ସବୁ ବିସଇ ଜାନିଆଚୁସ୍, ଏଟା ଏବେ ଆମେ ଜାନ୍ଲୁ । ଆରି କେ ତମ୍କେ ଜାନେ କି ନାଇ ବଲି, ପାଚାର୍ବାର୍ ଲଡା ନାଇ । ଏଟାର୍ପାଇ ତମେ ପର୍ମେସରର୍ଟାନେ ଅନି ଆସିଆଚୁସ୍ ବଲି ଆମେ ବିସ୍ବାସ୍ କଲୁନି ।”
우리가 지금에야 주께서 모든 것을 아시고 또 사람의 물음을 기다리시지 않는 줄 아나이다 이로써 하나님께로서 나오심을 우리가 믿삽나이다
31 ୩୧ ଜିସୁ ସେମନ୍କେ କଇଲା, “ଏବେ କାଇ ତମେ ବିସ୍ବାସ୍ କଲାସ୍ନି?
예수께서 대답하시되 `이제는 너희가 믿느냐?
32 ୩୨ ଦେକା, ଏନ୍ତି ବେଲା ଆଇଲାନି, ଉଁ ସେ ବେଲା କେଟ୍ଲା ଆଚେ, ତମେ ମକେ ଗଟେକ୍ ଲକ୍କେ ଚାଡି, ଏନେ ତେନେ ଅଇକରି ନିଜର୍ ନିଜର୍ ଗରେ ଉଟିପାଲାଇସା । ଏଲେମିସା ମୁଇ ଗଟେକ୍ ଲକ୍ ନାଇ, ସବୁବେଲା ମର୍ ସଙ୍ଗ୍ ବାବା ଆଚେ ।
보라 너희가 다 각각 제 곳으로 흩어지고 나를 혼자 둘 때가 오나니 벌써 왔도다 그러나 내가 혼자 있는 것이 아니라 아버지께서 나와 함께 계시느니라
33 ୩୩ ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।”
이것을 너희에게 이름은 너희로 내 안에서 평안을 누리게 하려 함이라 세상에서는 너희가 환난을 당하나 담대하라! 내가 세상을 이기었노라!' 하시니라