< ଜଅନ୍ 17 >
1 ୧ ଜିସୁ ଏ ସବୁ କାତା କଇସାରାଇଲା ପଚେ, ସରଗ୍ ବାଟେ ଦେକି କଇଲା, “ଏ ସରଗର୍ ବାବା, ଏବେ ବେଲା କେଟ୍ଲା ଆଚେ । ତମର୍ ପିଲା ମକେ ଡାକ୍ପୁଟା କରା । ଜେନ୍ତିକି ତମର୍ ପିଲା ମୁଇ ତମ୍କେ ଡାକ୍ପୁଟା କର୍ବି ।
Zo sprak Jesus. Toen sloeg Hij zijn ogen ten hemel en zeide: Vader, het uur is gekomen; verheerlijk uw Zoon, opdat uw Zoon U verheerlijke.
2 ୨ ତମେ ମକେ ସବୁ ମୁନୁସ୍ ଜାତି ଉପ୍ରେ ଅଦିକାର୍ ଦେଇଆଚାସ୍ । ଆରି ଜନ୍ଲକ୍ମନ୍କେ ମକେ ସର୍ପି ଦେଇଆଚାସ୍, ସେମନ୍କେ ମୁଇ ନ ସାର୍ବା ଜିବନ୍ ଦେବି । (aiōnios )
Want Gij hebt Hem macht gegeven over alle vlees, om het eeuwige leven te schenken aan allen, die Gij Hem gegeven hebt. (aiōnios )
3 ୩ ତମେସେ ଗଟେକ୍ ପର୍ମେସର୍, ତମ୍କେ ଆରି ତମେ ପାଟାଇରଇବା ଜିସୁ କିରିସ୍ଟକେ ଜାନ୍ବାଟା ଅଇଲାନି ନ ସାର୍ବା ଜିବନ୍ । (aiōnios )
Dit nu is het eeuwige leven, dat zij U kennen, den enig waarachtigen God, en Hem dien Gij gezonden hebt, Jesus Christus. (aiōnios )
4 ୪ ତମେ ମକେ ଜନ୍ କାମ୍ମନ୍ କର୍ବାକେ ଦେଇଆଚାସ୍, ସେଟା ମୁଇ ସାରାଇ କରି, ଏ ଦୁନିଆଇ ତମ୍କେ ଡାକ୍ପୁଟା କରିଆଚି ।
Ik heb U verheerlijkt op aarde door het werk te volbrengen, dat Gij Mij hebt opgedragen.
5 ୫ ଏ ବାବା, ଏ ଦୁନିଆ ତିଆର୍ ନ ଅଇତେ, ତମର୍ ସଙ୍ଗ୍ ରଇଲାବେଲେ, ମର୍ ଜନ୍ ଡାକ୍ପୁଟା ରଇଲା, ଏବେ ତମେ ରଇତେ ଆକା, ମକେ ଡାକ୍ପୁଟା କର୍ ।
En nu Vader, verheerlijk Mij bij Uzelf met de heerlijkheid, die Ik bij U bezat, eer de wereld bestond.
6 ୬ “ଏ ଜଗତର୍ ଜନ୍ ଲକ୍ମନ୍କେ ତମେ ମକେ ସର୍ପି ଦେଇରଇଲାସ୍, ସେମନର୍ ଲଗେ ମୁଇ ତମ୍କେ ଜାନାଇଆଚି । ସେମନ୍ ତମର୍ ଅଇରଇଲାଇ, ଆରି ମକେ ସେମନ୍କେ ସର୍ପିଦେଲୁସ୍ । ସେମନ୍ ତମର୍ ବାକିଅ ମାନ୍ଲାଇନି ।
Ik heb uw naam bekend gemaakt aan de mensen, die Gij Mij gegeven hebt uit de wereld. Ze waren de uwen; maar Gij hebt ze Mij gegeven, en ze hebben uw woord onderhouden.
7 ୭ ତମେ ମକେ ଜନ୍ ଜନ୍ଟା ସର୍ପି ଦେଇ ଆଚାସ୍, ସେଟାମନ୍ ସବୁ ତର୍ଟାନେଅନି ଆକା ଅଇଲାଆଚେ, ବଲି ଏବେ ସେମନ୍ ବୁଜିଆଚତ୍ ।
Nu weten ze, dat alwat Gij Mij hebt gegeven, van U afkomstig is.
8 ୮ ତମେ ମକେ ଦେଇରଇବା କବର୍ ମୁଇ ସେମନ୍କେ ସୁନାଇଆଚି, ସେମନ୍ ସେଟା ମାନି ଆଚତ୍ । ମୁଇ ତମର୍ଟାନେଅନି ଆସିଆଚି ଆରି ତମେ ମକେ ପାଟାଇଆଚାସ୍, ସେମନ୍ ଏ କାତା ସତ୍ ବଲି ଜାନିକରି ବିସ୍ବାସ୍ କଲାଇ ଆଚତ୍ ।”
Want Ik heb hun de woorden gebracht, die Gij Mij hebt gegeven; zij namen ze aan, erkenden naar waarheid, dat Ik van U ben uitgegaan, en geloofden, dat Gij Mij gezonden hebt.
9 ୯ ମୁଇ ସେମନର୍ଲାଗି ପାର୍ତନା କଲିନି, ଦୁନିଆର୍ ଲକ୍ମନର୍ ପାଇ ପାର୍ତନା କରିନାଇ । ମାତର୍ ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ସେ ଲକ୍ମନର୍ ପାଇ ପାର୍ତନା କଲିନି । କାଇକେ ବଇଲେ ସେମନ୍ ତମର୍ ଲକ୍ମନ୍ ।
Ik bid voor hen; Ik bid niet voor de wereld, maar voor hen, die Gij Mij hebt gegeven, omdat ze de uwen zijn.
10 ୧୦ ଜେତ୍କି ମର୍ଟା, ସେ ସବୁ ତମର୍ଟା । ଆରି ଜେତ୍କି ତମର୍ଟା ସେ ସବୁ ମର୍ଟା । ଆକର୍ଲାଗି ଆକା ମର୍ ଡାକ୍ପୁଟା ଅଇଆଚେ ।
Al het mijne is het uwe, en het uwe het mijne; Ik ben verheerlijkt in hen.
11 ୧୧ ଏବେ ମୁଇ ତମର୍ ଲଗେ ଆଇଲିନି, ମୁଇ ଏ ଦୁନିଆଇ ରଇନାଇ । ମାତର୍ ଏମନ୍ ରଇଲାଇନି । ସୁକଲ୍ ରଇବା ବାବା! ତମେ ଜନ୍ ଲକ୍ମନ୍କେ ମକେ ସର୍ପି ଦେଇଆଚୁସ୍, ତମେ ଦେଇରଇବା ନାଉଁର୍ ବପୁର୍ ଲାଗି ସେମନ୍କେ ରକିଆ କରା । ଜେନ୍ତାରି ତମେ ଆରି ମୁଇ ଗଟେକ୍ । ସେନ୍ତାରିସେ ସେମନ୍ ଗଟେକ୍ ଅଇରଇବାକେ ସାଇଜ କରା ।
Voortaan ben Ik niet meer in de wereld; maar zij blijven in de wereld, terwijl Ik tot U kom. Heilige Vader, bewaar hen in uw naam, die Gij Mij hebt gegeven; opdat ze één mogen zijn, zoals Wij.
12 ୧୨ ମୁଇ ସେମନର୍ ସଙ୍ଗ୍ ରଇଲା ବେଲେ ତମର୍ ନାଉଁର୍ ବପୁସଙ୍ଗ୍ ସେମନ୍କେ ରକିଆ କରିରଇଲି । ଜେନ୍ତି କି ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ଟାନେ ଅନି ବିନେ ଅଇ ନସ୍ଟ ନ ଅଅତ୍ । ଗଟେକ୍ ଲକ୍କେ ଚାଡି ସବୁଲକ୍କେ ରକିଆ କରିଆଚି । ସେ ଗଟେକ୍ ଲକ୍ ନସ୍ଟ ଅଇସି ଆକା । ଜେନ୍ତିକି ଦରମ୍ ସାସ୍ତରେ ଲେକା ଅଇଲାଟା ସିଦ୍ ଅଇବାର୍ ରଇଲା ।
Zolang Ik bij hen was, bewaarde Ik ze in uw naam, die Gij Mij hebt gegeven; Ik heb gewaakt over hen, en niemand van hen ging verloren dan de zoon van verderf; opdat de Schrift zou worden vervuld.
13 ୧୩ ଏବେ ମୁଇ ତମର୍ ଲଗେ ଆଇଲିନି । ଏ ଦୁନିଆଇ ରଇଲା ବେଲେ ସେମନ୍କେ, ସେମନର୍ ମନେ ରଇବା ମର୍ ସାର୍ଦା ପୁରାପୁରୁନ୍ ଅଇବାକେ, ଏ ବିସଇ କଇରଇଲି ।
Maar nu kom Ik tot U. Terwijl Ik nog in de wereld ben, zeg Ik dit alles, opdat ze mijn vreugde ten volle in zich zouden bezitten.
14 ୧୪ ମୁଇ ସେମନ୍କେ ତମର୍ ବାକିଅ ସୁନାଇଆଚି । ତେବର୍ପାଇ ଏ ଦୁନିଆ ସେମନ୍କେ ଗିନ୍ କଲାନି । କାଇକେ ବଇଲେ ମୁଇ ଜେନ୍ତି ଏ ଦୁନିଆଇ ଅନି ଜାତ୍ ଅଇଲାଟା ନଇ, ସେନ୍ତି ସେମନ୍ ମିସା ଏ ଦୁନିଆର୍ ନଅତ୍ ।
Ik heb hun uw woord gegeven; en de wereld is hen gaan haten, omdat ze niet van de wereld zijn, zoals ook Ik niet van de wereld ben.
15 ୧୫ ତମେ ସେମନ୍କେ ଏ ଦୁନିଆଇଅନି ଦାରିଜା ବଲି ମୁଇ ପାର୍ତନା କରିନାଇ । ମାତର୍ ସଇତାନର୍ ପାନ୍ଦେ ଅନି ରକିଆ କରା ବଲି ଗୁଆରି କଲିନି ।
Ik vraag niet, dat Gij ze uit de wereld wegneemt, maar dat Gij ze bewaart voor het kwaad.
16 ୧୬ ମୁଇ ଜେନ୍ତିକି ଏ ଦୁନିଆର୍ ନଇ, ସେନ୍ତି ସେମନ୍ ମିସା ଏ ଦୁନିଆର୍ ନଅତ୍ ।
Van de wereld zijn ze niet, zoals Ik niet van de wereld ben.
17 ୧୭ ତମର୍ ସତ୍ସଙ୍ଗ୍ ସେମନ୍କେ ସୁକଲ୍ କରା, ତମର୍ ବାକିଅ ତା ସତ୍ ।
Heilig hen in de waarheid; uw woord is waarheid.
18 ୧୮ ତମେ ମକେ ଜେନ୍ତି ଏ ଦୁନିଆଇ ପାଟାଇ ଆଚାସ୍, ସେନ୍ତାରି ମୁଇ ମିସା ସେମନ୍କେ ଏ ଦୁନିଆଇ ପାଟାଇଲିନି ।
Zoals Gij Mij in de wereld hebt gezonden, zo heb Ik ook hen in de wereld gezonden.
19 ୧୯ ଜେନ୍ତିକି ସେମନ୍ ତମର୍ଟାନେ ସର୍ପି ଅଇବାଇ । ସେଟାର୍ପାଇ ମୁଇ ନିଜ୍କେ ତମର୍ତେଇ ସୁକଲ୍ ଅଇଲିନି ।
En Ik heilig Mijzelf voor hen, opdat ook zij in waarheid geheiligd mogen zijn.
20 ୨୦ “ମୁଇ ଅବ୍କା ଏ ସିସ୍ମନର୍ ଲାଗିସେ ପାର୍ତନା କରିନାଇ, ମାତର୍ ଏ ଲକ୍ମନ୍ ଜାନାଇବା କାତାଇଅନି ଜନ୍ ଲକ୍ମନ୍ ମକେ ବିସ୍ବାସ୍ କର୍ବାଇ, ସେ ଲକ୍ମନର୍ ପାଇ ମିସା ପାର୍ତନା କଲିନି ।
Ik bid niet voor hen alleen, maar ook voor allen, die door hun woord in Mij geloven.
21 ୨୧ ଏ ବାବା ତମେ ଜେନ୍ତାରି ମର୍ଟାନେ ମିସି ଗଟେକ୍ ଅଇଆଚାସ୍, ଆରି ମୁଇ ତମର୍ଟାନେ ମିସିକରି ଗଟେକ୍ ଅଇଆଚି । ସେନ୍ତାରିସେ ସେମନ୍ ମିସା ସେମନର୍ ବିତ୍ରେ ମିସିକରି ଗଟେକ୍ ଅଇ ରଇବାକେ ମୁଇ ପାର୍ତନା କଲିନି । ଜେନ୍ତିକି ତମେସେ ମକେ ପାଟାଇ ଆଚାସ୍ ବଲି ଏ ଦୁନିଆ ବିସ୍ବାସ୍ କର ।
Mogen ze allen één zijn, gelijk Gij, Vader, het zijt in Mij, en Ik in U; mogen ze ook één zijn in Ons, opdat de wereld gelove, dat Gij Mij gezonden hebt.
22 ୨୨ ଜେନ୍ତି ତମର୍ ଡାକ୍ପୁଟା ମକେ ଦେଇଆଚାସ୍, ସେନ୍ତି ସେଟା ମୁଇ ସେମନ୍କେ ଦେଇଆଚି । ତେବେ ଆମେ ଗଟେକ୍ ଅଇରଇଲାପାରା, ସେମନ୍ମିସା ସେମନର୍ ବିତ୍ରେ ଗଟେକ୍ ଅଇରଇବାଇ ।
En de glorie, die Gij Mij hebt gegeven, heb ook Ik aan hen gegeven, opdat ze één zouden zijn, gelijk Wij één zijn:
23 ୨୩ ତମେ ଜେନ୍ତି ମର୍ଟାନେ ଆଚାସ୍, ସେନ୍ତି ମୁଇ ମିସା ତାକର୍ ଟାନେ ରଇବି । ସେନ୍ତି ରଇଲେ ଆକା ସେମନ୍ ପୁରାପୁରୁନ୍ ଗଟେକ୍ ଅଇ ରଇବାଇ । ଏନ୍ତି ଅଇଲେ ଦୁନିଆ ଜାନ୍ସି ଜେ, ତମେ ମକେ ପାଟାଇ ଆଚାସ୍, ଆରି ମକେ ଜେନ୍ତି ଆଲାଦ୍ କଲାସ୍ନି, ସେମନ୍କେ ମିସା ସେନ୍ତିସେ ଆଲାଦ୍ କଲାସ୍ନି ।”
Ik in hen, en Gij in Mij. Mogen ze volmaakte eenheid bezitten, opdat de wereld erkenne, dat Gij Mij hebt gezonden, en dat Gij hen hebt bemind, gelijk Gij Mij hebt liefgehad.
24 ୨୪ ଏ ବାବା, ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ମୁଇ ଜନ୍ ଜାଗାଇ ରଇବି, ସେମନ୍ ମିସା ମର୍ ସଙ୍ଗ୍ ରଅତ୍ ବଲି ମନ୍ କଲିନି । ତେବେ ମକେ ଦେଇରଇବା ଡାକ୍ପୁଟା ସେମନ୍ ଦେକ୍ବାଇ । କାଇକେ ବଇଲେ ତମେ ଏ ଦୁନିଆ ତିଆର୍ କର୍ବା ଆଗ୍ତୁସେ ମକେ ଆଲାଦ୍ କରିଆଚାସ୍ ।
Vader, Ik wil, dat zij, die Gij Mij hebt gegeven, met Mij mogen zijn, waar Ikzelf ben; dat ze mijn heerlijkheid mogen aanschouwen, die Gij Mij hebt gegeven, omdat Gij Mij hebt liefgehad vóór de grondlegging der wereld.
25 ୨୫ ଏ ଦରମର୍ ବାବା, ଏ ଦୁନିଆ ତମ୍କେ ନାଜାନେ, ମାତର୍ ମୁଇ ତମ୍କେ ଜାନିଆଚି । ଆରି ତମେସେ ମକେ ପାଟାଇଆଚାସ୍ ବଲି ସିସ୍ମନ୍ ଜାନିଆଚତ୍ ।
Gerechte Vader, wel heeft de wereld U niet gekend, maar Ik heb U gekend; en zij hebben erkend, dat Gij Mij hebt gezonden.
26 ୨୬ ମୁଇ ସେମନ୍କେ ତମର୍ ବିସଇ ଜାନାଇ ଆଚି, ଆରି ସବୁ ବେଲେ ଜାନାଇତେରଇବି । ତେବେ ମର୍ଲାଗି ସେମନ୍ ତମର୍ ଆଲାଦ୍ ଏତାଇବାଇ ଆରି ମୁଇ ସେମନର୍ ମନ୍ ବିତ୍ରେ ରଇବି ।
Ik heb aan hen uw naam bekend gemaakt, en zal dit blijven doen, opdat de liefde, waarmee Gij Mij hebt bemind, in hen moge zijn, en Ik in hen.