< ଜଅନ୍ 17 >
1 ୧ ଜିସୁ ଏ ସବୁ କାତା କଇସାରାଇଲା ପଚେ, ସରଗ୍ ବାଟେ ଦେକି କଇଲା, “ଏ ସରଗର୍ ବାବା, ଏବେ ବେଲା କେଟ୍ଲା ଆଚେ । ତମର୍ ପିଲା ମକେ ଡାକ୍ପୁଟା କରା । ଜେନ୍ତିକି ତମର୍ ପିଲା ମୁଇ ତମ୍କେ ଡାକ୍ପୁଟା କର୍ବି ।
Yesussay hessa gidape guye pudee salo dhoqqu gi xeelid hizzgi wossides “aaboo hekoo hai saatey gakkides, ne nay nena bonchana mala neni ne naza boncha.
2 ୨ ତମେ ମକେ ସବୁ ମୁନୁସ୍ ଜାତି ଉପ୍ରେ ଅଦିକାର୍ ଦେଇଆଚାସ୍ । ଆରି ଜନ୍ଲକ୍ମନ୍କେ ମକେ ସର୍ପି ଦେଇଆଚାସ୍, ସେମନ୍କେ ମୁଇ ନ ସାର୍ବା ଜିବନ୍ ଦେବି । (aiōnios )
Ne bonchanayka ne izas immidaytas izi medhina deyoo immana mala ne izas asa wuriso bolla godateth immida gishshasa. (aiōnios )
3 ୩ ତମେସେ ଗଟେକ୍ ପର୍ମେସର୍, ତମ୍କେ ଆରି ତମେ ପାଟାଇରଇବା ଜିସୁ କିରିସ୍ଟକେ ଜାନ୍ବାଟା ଅଇଲାନି ନ ସାର୍ବା ଜିବନ୍ । (aiōnios )
Medhdhina deyooyka ne xalala tumu xoossu ne kiittda Yesuss Kiristtoosa erro guusa. (aiōnios )
4 ୪ ତମେ ମକେ ଜନ୍ କାମ୍ମନ୍ କର୍ବାକେ ଦେଇଆଚାସ୍, ସେଟା ମୁଇ ସାରାଇ କରି, ଏ ଦୁନିଆଇ ତମ୍କେ ଡାକ୍ପୁଟା କରିଆଚି ।
Ne tas immida ooso tani wursada ha biita bolla nena bonchadis.
5 ୫ ଏ ବାବା, ଏ ଦୁନିଆ ତିଆର୍ ନ ଅଇତେ, ତମର୍ ସଙ୍ଗ୍ ରଇଲାବେଲେ, ମର୍ ଜନ୍ ଡାକ୍ପୁଟା ରଇଲା, ଏବେ ତମେ ରଇତେ ଆକା, ମକେ ଡାକ୍ପୁଟା କର୍ ।
Ta aawa! allamey medhdhistanape kase tas nenara diza bonchon haika tana ne achchan bonchariki
6 ୬ “ଏ ଜଗତର୍ ଜନ୍ ଲକ୍ମନ୍କେ ତମେ ମକେ ସର୍ପି ଦେଇରଇଲାସ୍, ସେମନର୍ ଲଗେ ମୁଇ ତମ୍କେ ଜାନାଇଆଚି । ସେମନ୍ ତମର୍ ଅଇରଇଲାଇ, ଆରି ମକେ ସେମନ୍କେ ସର୍ପିଦେଲୁସ୍ । ସେମନ୍ ତମର୍ ବାକିଅ ମାନ୍ଲାଇନି ।
Haysa dere asape ne tas deeran immida asatas ne oonnakone ta isttas nena qonccsadis, istt kaseka neyta shin ne tas immadasa, isttika ne qaala nagida.
7 ୭ ତମେ ମକେ ଜନ୍ ଜନ୍ଟା ସର୍ପି ଦେଇ ଆଚାସ୍, ସେଟାମନ୍ ସବୁ ତର୍ଟାନେଅନି ଆକା ଅଇଲାଆଚେ, ବଲି ଏବେ ସେମନ୍ ବୁଜିଆଚତ୍ ।
Ne tas immidaysi wurikka nepe gididaysa hai istti errida.
8 ୮ ତମେ ମକେ ଦେଇରଇବା କବର୍ ମୁଇ ସେମନ୍କେ ସୁନାଇଆଚି, ସେମନ୍ ସେଟା ମାନି ଆଚତ୍ । ମୁଇ ତମର୍ଟାନେଅନି ଆସିଆଚି ଆରି ତମେ ମକେ ପାଟାଇଆଚାସ୍, ସେମନ୍ ଏ କାତା ସତ୍ ବଲି ଜାନିକରି ବିସ୍ବାସ୍ କଲାଇ ଆଚତ୍ ।”
Ne tas immida qaalataka isttas immadis, isttika ekkida, ta ne achchafe yidaysa tumape errida, ne tana kittdaysaka istt ammanida.
9 ୯ ମୁଇ ସେମନର୍ଲାଗି ପାର୍ତନା କଲିନି, ଦୁନିଆର୍ ଲକ୍ମନର୍ ପାଇ ପାର୍ତନା କରିନାଇ । ମାତର୍ ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ସେ ଲକ୍ମନର୍ ପାଇ ପାର୍ତନା କଲିନି । କାଇକେ ବଇଲେ ସେମନ୍ ତମର୍ ଲକ୍ମନ୍ ।
“Ta isttas wossays heytii ne tas immidayt istt neyta gidida gish ta isttas wossays, gidoshin hinkoo dere asas wossike.
10 ୧୦ ଜେତ୍କି ମର୍ଟା, ସେ ସବୁ ତମର୍ଟା । ଆରି ଜେତ୍କି ତମର୍ଟା ସେ ସବୁ ମର୍ଟା । ଆକର୍ଲାଗି ଆକା ମର୍ ଡାକ୍ପୁଟା ଅଇଆଚେ ।
Tas gididay wurikka neysa neysika wurikka taysa, taka isttan bonchetana.
11 ୧୧ ଏବେ ମୁଇ ତମର୍ ଲଗେ ଆଇଲିନି, ମୁଇ ଏ ଦୁନିଆଇ ରଇନାଇ । ମାତର୍ ଏମନ୍ ରଇଲାଇନି । ସୁକଲ୍ ରଇବା ବାବା! ତମେ ଜନ୍ ଲକ୍ମନ୍କେ ମକେ ସର୍ପି ଦେଇଆଚୁସ୍, ତମେ ଦେଇରଇବା ନାଉଁର୍ ବପୁର୍ ଲାଗି ସେମନ୍କେ ରକିଆ କରା । ଜେନ୍ତାରି ତମେ ଆରି ମୁଇ ଗଟେକ୍ । ସେନ୍ତାରିସେ ସେମନ୍ ଗଟେକ୍ ଅଇରଇବାକେ ସାଇଜ କରା ।
Hayssafe guye Tani hayssa biita bolla diike, istt gidiko ha biita bolla deetes, hai ta nekoo bays, ta geshshazo! hayta ne tas immidayta istti nu mala ba garssan issino gidana mala ne tas immida ne sunththan istta naga.
12 ୧୨ ମୁଇ ସେମନର୍ ସଙ୍ଗ୍ ରଇଲା ବେଲେ ତମର୍ ନାଉଁର୍ ବପୁସଙ୍ଗ୍ ସେମନ୍କେ ରକିଆ କରିରଇଲି । ଜେନ୍ତି କି ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ଟାନେ ଅନି ବିନେ ଅଇ ନସ୍ଟ ନ ଅଅତ୍ । ଗଟେକ୍ ଲକ୍କେ ଚାଡି ସବୁଲକ୍କେ ରକିଆ କରିଆଚି । ସେ ଗଟେକ୍ ଲକ୍ ନସ୍ଟ ଅଇସି ଆକା । ଜେନ୍ତିକି ଦରମ୍ ସାସ୍ତରେ ଲେକା ଅଇଲାଟା ସିଦ୍ ଅଇବାର୍ ରଇଲା ।
Ta isttara isipe dashshe ne tas immida ne sunththan ta istta naggadis, ta naggadis, hessa gish kase xaafetda geshsha maxafa qaalay polistana mala izi kaseka dhayos diza nazape attin isttafe oonnika dhaybeyna.
13 ୧୩ ଏବେ ମୁଇ ତମର୍ ଲଗେ ଆଇଲିନି । ଏ ଦୁନିଆଇ ରଇଲା ବେଲେ ସେମନ୍କେ, ସେମନର୍ ମନେ ରଇବା ମର୍ ସାର୍ଦା ପୁରାପୁରୁନ୍ ଅଇବାକେ, ଏ ବିସଇ କଇରଇଲି ।
Ta qasse hai neko bays, ta ha biita bolla dashshe hayssa yootizay ta uhaaththaaysi isttan polistana mala gada yootays.
14 ୧୪ ମୁଇ ସେମନ୍କେ ତମର୍ ବାକିଅ ସୁନାଇଆଚି । ତେବର୍ପାଇ ଏ ଦୁନିଆ ସେମନ୍କେ ଗିନ୍ କଲାନି । କାଇକେ ବଇଲେ ମୁଇ ଜେନ୍ତି ଏ ଦୁନିଆଇ ଅନି ଜାତ୍ ଅଇଲାଟା ନଇ, ସେନ୍ତି ସେମନ୍ ମିସା ଏ ଦୁନିଆର୍ ନଅତ୍ ।
Tani ne qaala isttas immadis, tani ha biita asa ginddoonttaysa mala isttika ha biita asi gidetena, hessa gish ha biita asay istta ixxides.
15 ୧୫ ତମେ ସେମନ୍କେ ଏ ଦୁନିଆଇଅନି ଦାରିଜା ବଲି ମୁଇ ପାର୍ତନା କରିନାଇ । ମାତର୍ ସଇତାନର୍ ପାନ୍ଦେ ଅନି ରକିଆ କରା ବଲି ଗୁଆରି କଲିନି ।
Ne istta iittape nagana mala ta nena wossays attin ne istta ha biitafe denththa efana mala nena wossike.
16 ୧୬ ମୁଇ ଜେନ୍ତିକି ଏ ଦୁନିଆର୍ ନଇ, ସେନ୍ତି ସେମନ୍ ମିସା ଏ ଦୁନିଆର୍ ନଅତ୍ ।
Tani biita asi gidonttaysa mala isttika ha biita asii gidetena.
17 ୧୭ ତମର୍ ସତ୍ସଙ୍ଗ୍ ସେମନ୍କେ ସୁକଲ୍ କରା, ତମର୍ ବାକିଅ ତା ସତ୍ ।
Ne istta ne tuman nes shaaka, ne qaalayka tumu qaala.
18 ୧୮ ତମେ ମକେ ଜେନ୍ତି ଏ ଦୁନିଆଇ ପାଟାଇ ଆଚାସ୍, ସେନ୍ତାରି ମୁଇ ମିସା ସେମନ୍କେ ଏ ଦୁନିଆଇ ପାଟାଇଲିନି ।
Ne tana ha biita kittoysaththo taka istta biita bolla kittadis.
19 ୧୯ ଜେନ୍ତିକି ସେମନ୍ ତମର୍ଟାନେ ସର୍ପି ଅଇବାଇ । ସେଟାର୍ପାଇ ମୁଇ ନିଜ୍କେ ତମର୍ତେଇ ସୁକଲ୍ ଅଇଲିନି ।
Istt tumape nes duma ass gidida mala tanika tana istta gish dummasays.
20 ୨୦ “ମୁଇ ଅବ୍କା ଏ ସିସ୍ମନର୍ ଲାଗିସେ ପାର୍ତନା କରିନାଇ, ମାତର୍ ଏ ଲକ୍ମନ୍ ଜାନାଇବା କାତାଇଅନି ଜନ୍ ଲକ୍ମନ୍ ମକେ ବିସ୍ବାସ୍ କର୍ବାଇ, ସେ ଲକ୍ମନର୍ ପାଇ ମିସା ପାର୍ତନା କଲିନି ।
Istta qaala marikatetha tana ammananayta gishshara ta nena wossays attin ta nena istta gish xalala wossike.
21 ୨୧ ଏ ବାବା ତମେ ଜେନ୍ତାରି ମର୍ଟାନେ ମିସି ଗଟେକ୍ ଅଇଆଚାସ୍, ଆରି ମୁଇ ତମର୍ଟାନେ ମିସିକରି ଗଟେକ୍ ଅଇଆଚି । ସେନ୍ତାରିସେ ସେମନ୍ ମିସା ସେମନର୍ ବିତ୍ରେ ମିସିକରି ଗଟେକ୍ ଅଇ ରଇବାକେ ମୁଇ ପାର୍ତନା କଲିନି । ଜେନ୍ତିକି ତମେସେ ମକେ ପାଟାଇ ଆଚାସ୍ ବଲି ଏ ଦୁନିଆ ବିସ୍ବାସ୍ କର ।
Ta wossizay istti wurikka issino gidana malasiko, ta aawawu qasseka ne tanan diza mala nunan gidana malane ne tana kittidaysa ha derey ne ammanana mala wossays.
22 ୨୨ ଜେନ୍ତି ତମର୍ ଡାକ୍ପୁଟା ମକେ ଦେଇଆଚାସ୍, ସେନ୍ତି ସେଟା ମୁଇ ସେମନ୍କେ ଦେଇଆଚି । ତେବେ ଆମେ ଗଟେକ୍ ଅଇରଇଲାପାରା, ସେମନ୍ମିସା ସେମନର୍ ବିତ୍ରେ ଗଟେକ୍ ଅଇରଇବାଇ ।
Nunii nu garssan issno gidida mala isttika ba garssan issino gidana mala ne tas ida boncho taka isttas immadis.
23 ୨୩ ତମେ ଜେନ୍ତି ମର୍ଟାନେ ଆଚାସ୍, ସେନ୍ତି ମୁଇ ମିସା ତାକର୍ ଟାନେ ରଇବି । ସେନ୍ତି ରଇଲେ ଆକା ସେମନ୍ ପୁରାପୁରୁନ୍ ଗଟେକ୍ ଅଇ ରଇବାଇ । ଏନ୍ତି ଅଇଲେ ଦୁନିଆ ଜାନ୍ସି ଜେ, ତମେ ମକେ ପାଟାଇ ଆଚାସ୍, ଆରି ମକେ ଜେନ୍ତି ଆଲାଦ୍ କଲାସ୍ନି, ସେମନ୍କେ ମିସା ସେନ୍ତିସେ ଆଲାଦ୍ କଲାସ୍ନି ।”
Ta wossizay sttan, neka tanan gidida mala isttika kumethth issino gidana malako, qasseka neni tana kittda mlane tana ne siqqida mala isttaka ne siqqidaysa dere asay erranasiko.
24 ୨୪ ଏ ବାବା, ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ମୁଇ ଜନ୍ ଜାଗାଇ ରଇବି, ସେମନ୍ ମିସା ମର୍ ସଙ୍ଗ୍ ରଅତ୍ ବଲି ମନ୍ କଲିନି । ତେବେ ମକେ ଦେଇରଇବା ଡାକ୍ପୁଟା ସେମନ୍ ଦେକ୍ବାଇ । କାଇକେ ବଇଲେ ତମେ ଏ ଦୁନିଆ ତିଆର୍ କର୍ବା ଆଗ୍ତୁସେ ମକେ ଆଲାଦ୍ କରିଆଚାସ୍ ।
“ta aawawu! ne tana haysi biitayne saloy medhdhistanape kase dossida gish ne tas immidaa ta bonchoza istti beeyana mala hayta ne tas immidaytka ta dizasoon anara dana mala dossays.
25 ୨୫ ଏ ଦରମର୍ ବାବା, ଏ ଦୁନିଆ ତମ୍କେ ନାଜାନେ, ମାତର୍ ମୁଇ ତମ୍କେ ଜାନିଆଚି । ଆରି ତମେସେ ମକେ ପାଟାଇଆଚାସ୍ ବଲି ସିସ୍ମନ୍ ଜାନିଆଚତ୍ ।
Xiillo gidida ta aawawu! nena derey erribeyna, ta gidiko nena errays, haytka ne ana kittdaysa errida.
26 ୨୬ ମୁଇ ସେମନ୍କେ ତମର୍ ବିସଇ ଜାନାଇ ଆଚି, ଆରି ସବୁ ବେଲେ ଜାନାଇତେରଇବି । ତେବେ ମର୍ଲାଗି ସେମନ୍ ତମର୍ ଆଲାଦ୍ ଏତାଇବାଇ ଆରି ମୁଇ ସେମନର୍ ମନ୍ ବିତ୍ରେ ରଇବି ।
Ne tana siqqida siqqooy isttan gidana malane taka isttan gidana mala isttine nena errana mala ooththadis, qasseka istti errana malaka oohthana.”